Bhdrak - The Sakala

ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ, ୧୦ ହଜାର ଲାଞ୍ଚ ନେବାବେଳେ ଧରାପଡ଼ିଲେ
ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକ ଜିଲ୍ଲା ଶିକ୍ଷାଧିକାରୀ କାର୍ଯ୍ୟାଳୟର ଜୁନିୟର ଆସିଷ୍ଟାଣ୍ଟ । ଲାଞ୍ଚ ନେବାବେଳେ ଧରାପଡ଼ିଲେ ଜୁନିୟର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ । ଏକ ସାର୍ଟିଫିକେଟ ଦେବାକୁ ୧୦ ହଜାର ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ ଟିମ୍। ଶ୍ରୀକାନ୍ତଙ୍କୁ ଅଟକ ରଖି ପଚରାଉଚରା କରିବାସହ ତାଙ୍କ ଘର ଓ ଅଫିସ୍ ସମେତ ବିଭିନ୍ନ ଠିକଣାରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି।

ସୂଚନା ଅନୁସାରେ, ଏକ ଘରୋଇ ସ୍କୁଲକୁ ପ୍ରମାଣପତ୍ର ଦେବା ପାଇଁ ୧୦ ହଜାର ଟଙ୍କା ଦାବି କରିଥିଲେ ଜୁନିଅର ଆସିଷ୍ଟାଣ୍ଟ ଶ୍ରୀକାନ୍ତ ଦାସ । ଏନେଇ ସଂପୃକ୍ତ ବ୍ୟକ୍ତି ଜଣକ ଭଦ୍ରକ ଭିଜିଲାନ୍ସ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ। ଭିଜିଲାନ୍ସ ଏସପିଙ୍କ ନିର୍ଦେଶ କ୍ରମେ ଆଜି ଏକ ସ୍ୱତନ୍ତ୍ର ଭିଜିଲାନ୍ସ ଟିମ ଭଦ୍ରକକୁ ଆସି ଜଗି ରହିଥିଲା। ଶ୍ରୀକାନ୍ତ ଦାସ ତାଙ୍କ କାର୍ଯ୍ୟାଳୟରେ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଟିମ୍ ତାଙ୍କୁ ମାଡ଼ିବସିଛି । ଲାଞ୍ଚ କାରବାର ଲିଙ୍କ୍‌ରେ ଶ୍ରୀକାନ୍ତଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ ଜାରି ରହିଛି ।