DailyHoroscope - The Sakala
ମଙ୍ଗଳବାର ରାଶିଫଳ ( ୧୯-୦୮-୨୦୨୫ )
ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ।
ବୃଷ: ବନ୍ଧୁ ତଥା ଭାଇଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ମିଥୁନ: ଦିନଟି ଶୁଭଫଳ ପ୍ରଦାନ କରିବ। ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ।
ସିଂହ: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ବିଦ୍ୟାର୍ଥୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ସାଙ୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ।
ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜକୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ।
ଧନୁ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଶାରୀରିକ ଯନ୍ତ୍ରଣା ଭୋଗିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ।
କୁମ୍ଭ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି।
ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।
ମଙ୍ଗଳବାର ରାଶିଫଳ ( ୧୨-୦୮-୨୦୨୫ )
ମେଷ: କୋର୍ଟକଚେରୀ ମାମଲାରୁ ଆଶ୍ବସ୍ତି ମିଳିପାରେ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତଯୋଗ ରହିଛି। ମହିଳାମାନେ ଆଳସ୍ୟତା ଅନୁଭବ କରିବେ। ନୂତନ ନିବେଶରୁ କ୍ଷତିଗ୍ରସ୍ତ ହୋଇପାରନ୍ତି।
ବୃଷ: ବିଭିନ୍ନ କାର୍ଯ୍ୟରୁ ସଫଳତା ମିଳିବ। କର୍ମକ୍ଷେତ୍ରରେ ଦକ୍ଷତା ପ୍ରମାଣିତ ହେବ । ପରିବାରର ସହାୟତା ପାଇବେ । ପ୍ରେମିକପ୍ରେମିକାଙ୍କ ପାଇଁ ଦିନଟି ଏତେ ଭଲ ନୁହେଁ।
ମିଥୁନ: କୌଣସି ଜରୁରି କାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଦାମ୍ପତ୍ୟ ଜୀବନରେ ସମନ୍ୱୟ ରହିବ। ଜୀବନରେ ଆଗକୁ ବଢ଼ିବା ପାଇଁ ସୁଯୋଗ ପାଇବେ। ସନ୍ତାନଙ୍କ ସହ ମୂଲ୍ୟବାନ ସମୟ କଟାଇବେ।
କର୍କଟ: ପରିବାର ସମ୍ବନ୍ଧରେ ଭୁଲ୍‌ ବୁଝାମଣା ସୃଷ୍ଟି ହୋଇପାରେ। ଆର୍ଥିକ ଉନ୍ନତି ପାଇଁ ନୂଆ ଉପାୟ ମିଳିବ। ଲଗାତାର ଚେଷ୍ଟା କରି ସଫଳତା ପାଇବେ। ପଡୋଶୀଙ୍କ ସହ ଭୁଲ୍‌ବୁଝାମଣା ହୋଇପାରେ।
ସିଂହ: ଗୁରୁଜନଙ୍କ ପରାମର୍ଶ ନେଇ କାମ ଆରମ୍ଭ କରିବେ। ବ୍ୟବସାୟରେ ସଫଳତା ପାଇବେ। ଦୂରଯାତ୍ରା ପାଇଁ ସୁଯୋଗ ରହିଛି। ପିଲାମାନେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି।
କନ୍ୟା: କ୍ୟାରିୟର ପାଇଁ ନୂତନ ଦିଗ ପାଇବେ। କାର୍ଯ୍ୟକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ପାଇବ। ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ। ଅପ୍ରିୟ ସତ କହି ସମସ୍ୟାରେ ପଡ଼ିପାରନ୍ତି।
ତୁଳା: କୌଣସି କାର୍ଯ୍ୟରେ ସଫଳତା ନପାଇ ନିରାଶ ରହିପାରନ୍ତି। ସୃଜନଶୀଳ କଳା ପ୍ରତି ଆଗ୍ରହ ବୃଦ୍ଧି ପାଇବ। ମହିଳାମାନେ ଉଚିତ ନିଷ୍ପତ୍ତି ଗ୍ରହଣ କରିପାରିବେ। ନୂତନ ଜମିକ୍ରୟ କରିପାରନ୍ତି।
ବିଛା: ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟରେ ଅବନତି ଦେଖାଦେଇପାରେ। ମାନସିକ ଅବସାଦ ବଢ଼ିବ। ପରୀକ୍ଷାର୍ଥୀଙ୍କ ପାଇଁ ଦିନଟି ବହୁତ ଭଲ।
ଧନୁ: ପାରିବାରିକ ସମ୍ପର୍କ ମଜଭୁତ ହେବ। ଆର୍ଥିକ ଲାଭ ପାଇବାର କିଛି ସୁଯୋଗ ପାଇବେ। ଜୀବନସାଥୀଙ୍କ ପରାମର୍ଶକ୍ରମେ କାର୍ଯ୍ୟ କରିବେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ଆଗକୁ ବଢ଼ିବ।
ମକର: ପରିବାର ସହିତ ଆନନ୍ଦଭରା ସମୟକୁ ଅତିବାହିତ କରିବେ। ମହିଳାମାନେ ସ୍ବାଭିମାନୀ ହୋଇ କାର୍ଯ୍ୟ କରିବେ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।
କୁମ୍ଭ: କର୍ମସ୍ଥଳୀରେ କିଛି ନୂତନ କାର୍ଯ୍ୟ କରି ପ୍ରଶଂସାର ପାତ୍ର ହେବେ। ସୁଯୋଗର ସଠିକ୍‌ ଉପଯୋଗ କରିବେ। ଦୀର୍ଘ ଦିନର ଆଶା ପୂରଣ ହୋଇପାରେ। ଉଧାର ଟଙ୍କା ଫେରିପାଇବେ।
ମୀନ: ସ୍ବଭାବରେ ପରିବର୍ତ୍ତନ ଆଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆତ୍ମବିଶ୍ବାସ ବୃଦ୍ଧି ପାଇବ। କୋର୍ଟ କଚେରୀ ମାମଲାରୁ ବିଜୟୀ ହେବେ। ଉଧାର ଟଙ୍କା ଫେରି ପାଇବେ।
ବୁଧବାର ରାଶିଫଳ ( ୧୬- ୦୭- ୨୦୨୫ )
ମେଷ: ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଉତ୍ତମ ବୁଝାମଣା ରହିବ। ଘରକୁ ଅତିଥି ଆସିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ଦେଖାସାକ୍ଷାତ ହେବ। ଆର୍ଥିକ ସମସ୍ୟା ଦେଖା ଦେବ।
ବୃଷ: ଘରକୁ ନୂଆ ଜିନିଷ ଆଣିବେ। ଭାବିଚିନ୍ତି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବା ଭଲ। ଗୁରୁଜନଙ୍କ ଆଶୀର୍ବାଦ ନେବେ। ଆର୍ଥିକ କାରବାରରେ ଲାଭ ମିଳିବ। ଅପ୍ରିୟ ସତ କହି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।
ମିଥୁନ: ଆତ୍ମବିଶ୍ବାସର ସହ ସମସ୍ତ କାର୍ଯ୍ୟ କରିବେ। ପରିଶ୍ରମ ଅନୁସାରେ ଫଳ ମିଳିବନି। ବାଦବିବାଦରୁ ଦୂରେଇ ରହିବେ। ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପରିଶ୍ରମ କରିବେ। ଜୀବନସାଥୀଙ୍କୁ ସମୟ ଦେବେ।
କର୍କଟ: ମାଂସପେଶୀ ଯନ୍ତ୍ରଣା ଅନୁଭବ କରିବେ। ଇଷ୍ଟ ଦେବଙ୍କୁ ସ୍ମରଣ କରିବେ। ସୃଜନାତ୍ମକ କାର୍ଯ୍ୟରେ ସମୟ ଅତିବାହିତ କରିବେ। କାର୍ଯ୍ୟକ୍ଷେତ୍ରରେ ସଫଳ ହେବେ। ଜମି କିଣିବା ଯୋଗ ଅଛି।
ସିଂହ: ଦିନଟି ହସଖୁସିରେ କଟିବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବେ। ପ୍ରେମ ମାମଲାରେ ଦିନଟି ଭଲ। ବନ୍ଧୁଙ୍କ କଥା ଆଘାତ ଦେବ। ଗରିବ ଲୋକଙ୍କୁ ସାମର୍ଥ୍ୟ ମୁତାବକ ସାହାଯ୍ୟ କରିବେ। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ।
କନ୍ୟା: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ରୋଗମୁକ୍ତ ହେବେ। ପରିବାର ସଦସ୍ୟଙ୍କ ମନ ଜିଣିବେ। ନିଯୁକ୍ତିକୁ ନେଇ ଖୁସି ଖବର ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ରାଜନେତାଙ୍କ ପାଇଁ ଦିନଟି ଭଲ।
ତୁଳା: ବ୍ୟବସାୟରେ ଲାଭ ହେବ। ପାରିବାରିକ ବିବାଦ ଦେଖା ଦେବ। ଜୀବନସାଥୀଙ୍କ ସହ ନୂଆ ସ୍ଥାନ ବୁଲିବାକୁ ଯିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ପୁରୁଣା ନିବେଶରୁ ଲାଭ ମିଳିବ।
ବିଛା: ବ୍ୟବସାୟ ବୃଦ୍ଧି ପାଇଁ ନୂଆ ଯୋଜନା କରିବେ। ସନ୍ତାନଙ୍କ ସହ ବୁଲିବାକୁ ଯିବେ। ସ୍ବାଦିଷ୍ଠ ଖାଦ୍ୟ ଖାଇବେ। ବନ୍ଧୁମିଳନ ଯୋଗ ଅଛି। ମାଲିମକଦ୍ଦମା ଲାଗି ସମୟ ଅନୁକୂଳ ନୁହେଁ।
ଧନୁ: ଯୋଜନାମୁତାବକ ସମସ୍ତ କାର୍ଯ୍ୟ କରିବେ। ଛାତ୍ରଛାତ୍ରୀ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ। ବିରୋଧୀଙ୍କଠାରୁ ଦୂରେଇ ରହିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ତିକ୍ତତା ଦେଖା ଦେବ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ମକର: ଆଣ୍ଠୁଗଣ୍ଠି ସମସ୍ୟା ଦେଖା ଦେବ। ସମୟର ସଠିକ ଉପଯୋଗ କରିବେ। ସମ୍ପର୍କୀୟଙ୍କ ସହଯୋଗ ମିଳିବ। ପ୍ରେମିକ ପ୍ରେମିକାଙ୍କ ପାଇଁ ଦିନଟି ଉତ୍ତମ। ଆଇଟି କର୍ମଚାରୀଙ୍କ ପାଇଁ ଦିନଟି ଭଲ।
କୁମ୍ଭ: ଭଗବାନ ଶିବଙ୍କୁ ବେଲପତ୍ର ଅର୍ପଣ କରିବେ। ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତାରେ ରହିବେ। ଅଫିସ୍‌ରେ କାର୍ଯ୍ୟଭାର କମ୍ ହେବ। ଆଣ୍ଠୁଗଣ୍ଠି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।
ମୀନ: ଇଞ୍ଜିନିୟରିଂ କ୍ଷେତ୍ରରେ ସଫଳତା ମିଳିବ। ବନ୍ଧୁ ମିଳନ ଯୋଗ ଅଛି। ଭାଇଭଉଣୀଙ୍କ ମଧ୍ୟରେ ଝଗଡ଼ା ହେବ। ଛାତ୍ରଛାତ୍ରୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ। ଅଧିକ ଖର୍ଚ୍ଚାନ୍ତ ହେବେ।
ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳିପାରନ୍ତି। ଦୃଢ଼ ସଂକଳ୍ପ ସହ ଲକ୍ଷ୍ୟ ହାସଲ କରିବାକୁ ଯୋଜନା କରିବେ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ଷମତା ଉପରେ ଭରସା ରଖନ୍ତୁ। ବୈବାହିକ ଜୀବନ ସୁଖମୟ ହେବ।
ବୃଷ: ଘନିଷ୍ଠ ଲୋକଙ୍କ ସହଯୋଗ ରହିବ। ଆର୍ଥି ଅବସ୍ଥା ସ୍ବଚ୍ଛଳ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ନିଜକୁ କମଜୋର ଭାବନ୍ତୁ ନାହିଁ। ମହିଳାମାନେ ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ।
ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିବେ। ଅନ୍ୟର ଥଟ୍ଟା ପରିହାସକୁ ଅଣଦେଖା କରନ୍ତୁ। ଦୀର୍ଘ ଦିନରୁ ପଡ଼ିରହିଥିବା କାର୍ଯ୍ୟ ପୂରଣ ହେବ। ପାରିବାରିକ ସୁଖ ଶାନ୍ତି ମିଳିବ। ଯାନବାହନ କ୍ରୟ କରିପାରନ୍ତି।
କର୍କଟ: ନିଜ ପରିଶ୍ରମକୁ ଗୁରୁତ୍ବ ଦିଅନ୍ତୁ। ମନୋରଞ୍ଜନ ପାଇଁ ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଜୀବନସାଥିଙ୍କ ସହଯୋଗ ଲୋଡିବେ। ବିଦ୍ୟାର୍ଥୀମାନଙ୍କ ପାଇଁ ଭଲ ସମୟ। ଆୟ ଓ ବ୍ୟୟ ସମାନ ରହିବ।
ସିଂହ: କୌଣସି କାର୍ଯ୍ୟ କରିବା ପୂର୍ବରୁ ହଜାର ଥର ଚିନ୍ତା କରନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। କିଣା-ବିକାରେ ସମୟ ବିତିବ। ବୈବାହିକ ଜୀବନ ସୁଖମୟ ହେବ। ଉଧାର ଟଙ୍କା ଫେରି ପାଇବେ।
କନ୍ୟା: ଦିନଟି ବ୍ୟସ୍ତରେ ବିତିବ। ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ପ୍ରେମୀଯୁଗଳଙ୍କ ପାଇଁ ଦିନଟି ଆଦୌ ଭଲ ନୁହେଁ ।
ତୁଳା: ପୁରୁଣା ରୋଗରୁ ଆରାମ ମିଳିବ। ଅକସ୍ମାତ ଖୁସି ଖବର ପାଇବେ। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ବ୍ୟବସାୟରୁ ଲାଭ ପାଇବେ। ଚକ୍ଷୁ ସମସ୍ୟା ଭୋଗି ପାରନ୍ତି।
ବିଛା: ପାରିବାରିକ ସମସ୍ୟା ଲାଗି ରହିବ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ବିଦ୍ୟାର୍ଥୀମାନେ କ୍ୟାରିୟର କଥା ଚିନ୍ତା କରିବେ।
ଧନୁ: ବନ୍ଧୁ ମିଳନ ଯୋଗ ରହିଛି। ଅଧିକ ଚିନ୍ତା କରନ୍ତୁନି। ନୂତନ ବ୍ୟବସାୟ ଆରମ୍ଭ କରିପାରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ମହିଳାମାନେ ଧର୍ମପରାୟାଣା ହେବେ।
ମକର: ସ୍ବାସ୍ଥ୍ୟପ୍ରତି ଧ୍ୟାନ ଦିଅନ୍ତୁ । ଉଧାର ଦେଉଥିଲେ ସାବଧାନ ହୋଇଯାଆନ୍ତୁ। ପରିବାର ସହିତ କିଛି ସମୟ ବିତାନ୍ତୁ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ବୟସ୍କ ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ।
କୁମ୍ଭ: ସମସ୍ୟାରେ ପଡ଼ିପାରନ୍ତି। ଅତିଥିଙ୍କ ସ୍ବାସ୍ଥ୍ୟସମସ୍ୟାକୁ ନେଇ ଚିନ୍ତାପ୍ରକଟ କରିବେ। ପିଲାମାନଙ୍କ କାର୍ଯ୍ୟ କଳାପରେ ଦିନଟି ଭଲରେ ବିତିବ। ଜୀବନସାଥିଙ୍କ ପାଇଁ କୌଣସି କାର୍ଯ୍ୟ ଗଡ଼ବଡ଼ ହୋଇପାରେ।
ମୀନ: ଆଖି ବୁଜି ଅନ୍ୟମାନଙ୍କ ଉପରେ ଭରସା କରନ୍ତୁନି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ମଧୁମୟ ହେବ । ପିଲାମାନେ ପଢ଼ାପଢ଼ିରେ ଅଧିକ ଧ୍ୟାନ ଦେବେ ।
ବୁଧବାର ରାଶିଫଳ ( ୦୨- ୦୭- ୨୦୨୫ )
ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ।
ବୃଷ: ଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ମିଥୁନ: ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।
କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ସିଂହ: ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ।
ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।
ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।
ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିକୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।
କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।
ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ଶିକ୍ଷାରେ ସଫଳତା ମିଳିବ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ବ୍ୟବସାୟରେ ପରିବର୍ତ୍ତନ ଆଣିବେ।
ମେଷ: କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବ୍ୟବସାୟ ଆଗକୁ ବଢ଼ାଇ ପାରନ୍ତି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଧନପ୍ରାପ୍ତି ଯୋଗ ଅଛି। ସମୟର ସଦୁପଯୋଗ କରିବେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ।
ବୃଷ: ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଆଶାରୁ ଅଧିକ ସଫଳତା ଲାଭ କରିବେ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଅଯଥା କଥା କହି ଅପ୍ରିୟ ହେବେ।
ମିଥୁନ: ଅଟକି ରହିଥିବା କାର୍ଯ୍ୟ ପୁଣି ଆରମ୍ଭ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଶହେ ଥର ଚିନ୍ତା କରନ୍ତୁ। ଦୂର ଯାତ୍ରା ଯୋଗ ଅଛି। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
କର୍କଟ: ନିବେଶ କରିବାକୁ ବର୍ତ୍ତମାନ ଭଲ ସମୟ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ପୁରୁଣା କଥାକୁ ମନେ ପକାଇ କଷ୍ଟ ପାଇପାରନ୍ତି।
ସିଂହ: ଦୁଃଖ ତଥା ଚିନ୍ତା ଦୂର ହେବ। ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କରେ ମଧୁରତା ଆସିବ। ଅଫିସ୍‌ରେ ସହକର୍ମୀଙ୍କ ସହିତ ମନୋମାଳିନ୍ୟ ଦେଖା ଦେବ। ଧାର୍ମିକ ଓ ସମାଜସେବାରେ ସମୟ ବିତାଇବେ।
କନ୍ୟା: ଅଟକି ଥିବା ଅର୍ଥ ଫେରିପାଇବେ। ନିଜ ପାଇଁ ସମୟ ବାହାର କରିବେ। ଗୁରୁଜନଙ୍କ ଆଶିର୍ବାଦ ନେଇ କାର୍ଯ୍ୟ ଆରମ୍ଭ କରନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ।
ତୁଳା: ବାଦ ବିବାଦରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହଯୋଗ ମିଳିବ। ନିବେଶରୁ ଲାଭବାନ ହେବେ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
ବିଛା: ନୂତନ ବ୍ୟବସାୟ ପାଇଁ ମନ ବଳାଇବେ। ବିଳମ୍ବରେ କାର୍ଯ୍ୟ ଆରମ୍ଭ କରିବେ। ଗୁରୁଜନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତିତ ହେବେ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ।
ଧନୁ: ଦିନଟି ହସଖୁସିରେ ଅତିବାହିତ ହେବ। ଶାରୀରିକ ପୀଡ଼ା ଅନୁଭବ କରିବେ। ସୃଜନାତ୍ମକ କାମ ପ୍ରତି ରୁଚି ବଢ଼ିବ। ଅବିବାହିତାଙ୍କ ବିବାହରେ ସମସ୍ୟା ଉତ୍ପନ୍ନ ହେବ।
ମକର: ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀ ଖେଳକୁଦରେ ସୁନାମ ଅର୍ଜନ କରିବେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ।
କୁମ୍ଭ: କର୍ମ ଚଞ୍ଚଳ ହେବେ। ଯାନବାହନ କିଣିବା ଯୋଗ ଅଛି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଠକାମିର ଶିକାର ହେବେ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସାହାଯ୍ୟ ମିଳିବ।
ମୀନ: ରାଜନୀତିରେ ଯୋଗ ଦେବେ। ନୂତନ ଚାକିରି ପାଇଁ ମନ ବଳାଇବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଅଭିଭାବକ ଚିନ୍ତା କରିବେ। ମହିଳାମାନଙ୍କୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବ ମିଳିବ। ଦାନ ଧର୍ମ କରନ୍ତୁ।
ମଙ୍ଗଳବାର ରାଶିଫଳ ( ୨୪- ୧୨- ୨୦୨୪ )
ମେଷ: ନୂଆ କାମ ଆରମ୍ଭ କରିବା ପାଇଁ ଭଲ ସମୟ। ଧାରକରଜରୁ ଦୂରେଇ ରହିବେ। ପ୍ରିୟବନ୍ଧୁଙ୍କୁ ନିଜ ମନକଥା କହିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ। ପ୍ରେମୀଯୁଗଳଙ୍କ ମତାନ୍ତର ଦୂର ହେବ।
ବୃଷ: ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ କରିବେ। ଅବିବାହିତଙ୍କ ବିବାହ ସ୍ଥିର ହେବ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ ହେବ। ସମ୍ପତ୍ତି ବିବାଦ ସମାଧାନ ହେବ।
ମିଥୁନ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଦୂର ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟୀ ନୂଆ ବ୍ୟବସାୟର ଯୋଜନା କରିବେ। ପ୍ରେମୀ ଯୁଗଳ ସୁନ୍ଦର ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ।
କର୍କଟ: ପଡ଼ୋଶୀଙ୍କ ସାହାଯ୍ୟ ମିଳିବ। କ୍ରୀଡ଼ାବିତ୍‌ଙ୍କୁ ଶୁଭ ଖବର ମିଳିବ। ଜମି କାରବାରରେ ସଫଳ ହେବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ। ଅଯଥା କାମରେ ସମୟ ନଷ୍ଟ ହେବ।
ସିଂହ: ମନପସନ୍ଦ କାମରୁ ସଫଳତା ମିଳିବ। ଆଣ୍ଠୁଗଣ୍ଠି ସମସ୍ୟା ପାଇଁ ଚିନ୍ତାରେ ରହିବେ। ଧନ ଆଗମନ ହେବ। ଅଫିସ୍‌ କାମ ଠିକ୍‌ ସମୟରେ ଶେଷ କରିବେ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ନାଚ, ଗୀତ ପ୍ରତି ରୁଚି ବଢ଼ିବ। ବନ୍ଧୁଙ୍କ ସହ ସମୟ ଅତିବାହିତ କରିବେ। ଅଫିସ୍‌ରେ ଅସୁବିଧାର ସମ୍ମୁଖୀନ ହେବେ। ଚାକିରିରେ ବଦଳି ସମ୍ଭାବନା ଅଛି।
ତୁଳା: ମନ ଖୁସି ରହିବ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ନୂଆ ଚାକିରି ମିଳିବା ସମ୍ଭାବନା ଅଛି। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ବୁଝାମଣା ଦେଖା ଦେବ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ।
ବିଛା: ରାଜନୀତିରେ ସକ୍ରିୟ ହେବେ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବନ୍ଧୁଙ୍କ କଥା ଖରାପ ଲାଗିବ। ସମସ୍ତ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ। ଆୟ ସହ ଖର୍ଚ୍ଚ ବଢ଼ିବ।
ଧନୁ: ଚାକିରି ପାଇଁ ବିଦେଶ ଯାତ୍ରା କରିବେ। ପ୍ରିୟଜନଙ୍କ କଥା ଦୁଃଖ ଦେବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପେଟ ଜନିତ ସମସ୍ୟା ଦେଖା ଦେବ। କାର୍ଯ୍ୟରୁ ଆଶାଜନକ ଲାଭ ମିଳିବ ନାହିଁ।
ମକର: ସମୟର ସଦୁପଯୋଗ କରିବେ। ପ୍ରେମ ସମ୍ବନ୍ଧ ମଜଭୁତ ହେବ। ଠକାମିର ଶିକାର ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। କଳାକାର, ଡାକ୍ତରଙ୍କୁ ଶୁଭ ଖବର ମିଳିବ।
କୁମ୍ଭ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁ ନାହିଁ। ସନ୍ତାନଙ୍କ କ୍ୟାରିୟର୍‌କୁ ନେଇ ଚିନ୍ତାରେ ରହିବେ। ବ୍ୟାଙ୍କ ଓ ଆଇଟି କ୍ଷେତ୍ରରେ ସଫଳତା ମିଳିବ। ଚିନ୍ତା ଓ ଅବସାଦରେ ରହିବେ।
ମୀନ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। ବିବାହକୁ ନେଇ ଚିନ୍ତାରେ ରହିବେ। ନୂଆ ନିଯୁକ୍ତି ଅବସର ମିଳିବ। ନିଜ ପାଇଁ ସମୟ ବାହାର କରିବେ। ବୈବାହିକ ଜୀବନ ସୁଖମୟ ହେବ। ଅର୍ଥ ସଞ୍ଚୟ ଯୋଜନା କରିବେ।
ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହାୟତା ମିଳିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ନକାରାତ୍ମକ ଚିନ୍ତା ଦୂର ହେବ।
ବୃଷ: ଯାତ୍ରାଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। ନିବେଶରୁ ଦୂରେଇ ରୁହନ୍ତୁ। କୌଣସି ଶୁଭ ଖବର ମିଳିବ। ଛାତ୍ରଛାତ୍ରୀ ମନପସନ୍ଦ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ମିଥୁନ: ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ମନ ପ୍ରସନ୍ନ ରହିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।
କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୌଣସି କାର୍ଯ୍ୟରେ ସମସ୍ୟା ଦେଖା ଦେବ। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ବିବାହରେ ସମସ୍ୟା ଆସିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ସିଂହ: ଚାକିରିରେ ସଫଳତା ମିଳିବ। ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ବାପାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତାରେ ରହିବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।
କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ।
ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ରାଜନୀତିରେ ସଫଳତା ମିଳିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ।
ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। ବିଦ୍ୟାର୍ଥୀ ପଢ଼ାରେ ମନୋନିବେଶ କରିବେ।
ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।
ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। ପ୍ରେମ ସମ୍ବନ୍ଧ ସୁଖମୟ ହେବ।
କୁମ୍ଭ:ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟାର ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି।
ମୀନ: ଚାକିରିରେ ବନ୍ଧୁଙ୍କ ସହାୟତା ମିଳିବ। ଅଫିସ୍‌ରେ ସହକର୍ମୀଙ୍କ ସହ ମତାନ୍ତର ଦେଖା ଦେବ। ନୂଆ କାର୍ଯ୍ୟ ଆରମ୍ଭ କରିବାର ଉତ୍ତମ ସମୟ। ସ୍ବାମୀ-ସ୍ତ୍ରୀ ମଧ୍ୟରେ ଉତ୍ତମ ବୁଝମଣା ରହିବ।
ମେଷ: ପରିବାର ସହ କୌଣସି ଧର୍ମସ୍ଥଳୀକୁ ଯାଇପାରନ୍ତି। ବ୍ୟବସାୟରେ ଲାଭାନ୍ବିତ ହେବେ। ମହିଳାମାନେ ଘର କାମରେ ବ୍ୟସ୍ତ ରହିପାରନ୍ତି। କୌଣସି ବ୍ୟକ୍ତିଙ୍କ ସହ ବାର୍ତ୍ତାଳାପ କରି ଆତ୍ମସନ୍ତୋଷ ଲାଭକରିବେ।
ବୃଷ: ନୂତନ ନିଯୁକ୍ତି ସୁଯୋଗ ଦେଖାଦେବ। ଅପ୍ରିୟ ସତ କହି ସମାଲୋଚିତ ହେବେ। ଆର୍ଥିକ ଉନ୍ନତି ସତ୍ତ୍ବେ ଅଭାବ ଦେଖାଦେଇପାରେ। ପରୀକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଉଧାର ଟଙ୍କା ଫେରିପାଇପାରନ୍ତି।
ମିଥୁନ: ଗୁରୁଜନଙ୍କ ପରାମର୍ଶ କ୍ରମେ କାର୍ଯ୍ୟ କରି ସଫଳତା ପାଇବେ। ସାହିତ୍ୟ, କଳା ପ୍ରତି ଆଗ୍ରହ ବଢ଼ିବ। ସରକାରୀ ଚାକିରିଆଙ୍କ ପାଇଁ ଦିନଟି ଭଲ। ଭାଇ ଭଉଣୀଙ୍କୁ ଲେଖାପଢ଼ାରେ ସହଯୋଗ କରିବେ।
କର୍କଟ: ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ। ବୈବାହିକ ଜୀବନରେ ସ୍ଥିରତା ଦେଖାଦେବ। ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟରେ ଅନୁଭବୀ ବ୍ୟକ୍ତିଙ୍କ ସାହାଯ୍ୟ ଲୋଡ଼ିବେ।
ସିଂହ: କାର୍ଯ୍ୟ ସ୍ଥଗିତ ରହିପାରେ। କର୍ମକ୍ଷେତ୍ରରେ କାର୍ଯ୍ୟ ବହୁଳତା ରହିବ। ପିଲାମାନଙ୍କ ସଫଳତା ଦେଖି ପିତାମାତା ଗର୍ବ ଅନୁଭବ କରିପାରନ୍ତି। ମହତ୍ତ୍ବପୂର୍ଣ୍ଣ କାର୍ଯ୍ୟକୁ ପୂରଣ କରି ସନ୍ତୋଷ ଅନୁଭବ କରିବେ।
କନ୍ୟା: ପରିବାରରେ ଏକତା ବଢ଼ିବ। କାର୍ଯ୍ୟକୁ ସୁଚାରୁ ରୂପରେ ପୂରଣ କରିବାକୁ ଭିନ୍ନ ଉପାୟ ଅବଲମ୍ବନ କରିବେ। କର୍ମକ୍ଷେତ୍ରରେ ଆଗୁଆ ରହିବେ। ପ୍ରେମ ଓ ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଯାଇପାରେ।
ତୁଳା: ଦିନଟି ଚଳଚଞ୍ଚଳ ରହିବ। ମହିଳାମାନେ ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ। କର୍ମକ୍ଷେତ୍ରରେ କିଛିଟା ସମସ୍ୟା ରହିପାରେ। ଅର୍ଥନୈତିକ କାର୍ଯ୍ୟରେ ବାଧା ଉପୁଜିପାରେ।
ବିଛା: ଦୀର୍ଘ ଦିନର ଅପେକ୍ଷାର ପରିସମାପ୍ତି ଘଟିବ। କର୍ମକ୍ଷେତ୍ରରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ପରିବାରରେ ଆପଣଙ୍କର ଗୁରୁତ୍ବ ବୃଦ୍ଧି ପାଇବ। ଦୂରସମ୍ପର୍କୀୟଙ୍କ ସହ ସାକ୍ଷାତ ହୋଇପାରେ ।
ଧନୁ: ଅଜଣା ବ୍ୟକ୍ତିଙ୍କ ସାହାଯ୍ୟ ପାଇପାରନ୍ତି। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ। ନିଜ ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ପାରିବାରିକ ଜୀବନ ସୁଖମୟ ରହିବ।
ମକର: ଆକସ୍ମାତ୍‌ ଶୁଭ ଖବର ପାଇ ଉତ୍ସାହିତ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରିୟଜନଙ୍କ ସହ ଅଧିକ ସମୟ ଅତିବାହିତ କରିବେ। ଛାତ୍ରଛାତ୍ରୀମାନେ କ୍ୟାରିୟରକୁ ନେଇ ଚିନ୍ତିତ ରହିବେ।
କୁମ୍ଭ: ଦିନଟିରେ ମିଶ୍ରିତ ଫଳ ପାଇବେ। ଛାତ୍ରଛାତ୍ରୀମାନେ କ୍ୟାରିୟରକୁ ନେଇ ଚିନ୍ତା କରିପାରନ୍ତି। ଯେକୌଣସି ପରିସ୍ଥିତିରେ ଭାଙ୍ଗିପଡ଼ନ୍ତୁନି। ଅଯଥା କାର୍ଯ୍ୟରେ ନିଜର ବୁଦ୍ଧିବଳ ନଷ୍ଟ କରନ୍ତୁ ନାହିଁ।
ମୀନ: ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବାରୁ ନିବୃତ୍ତ ରୁହନ୍ତୁ। ଆଶା କରିଥିବା ଦିଗରୁ ହତାଶ ହୋଇପାରନ୍ତି। କର୍ମକ୍ଷେତ୍ରରେ ନିଜ ପ୍ରତିଭାର ପ୍ରଦର୍ଶନ କରିବେ। ଧାର୍ମିକ ଭାବନା ରଖି ଅନ୍ୟର ସହାୟତା କରିବେ।
ମେଷ: ଦୀର୍ଘଦିନରୁ ଚାଲିଥିବା ପାରିବାରିକ ମତଭେଦ ଦୂର ହେବ। କର୍ମଚଞ୍ଚଳ ରହିବେ। ବିଦ୍ୟାର୍ଥୀ ପ୍ରତିଯୋଗିତାମୂଳକ ପରୀକ୍ଷାରେ କୃତକାର୍ଯ୍ୟ ହେବେ। ଜୀବନସାଥୀଙ୍କଠାରୁ ଉପହାର ପାଇବେ।
ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ଭାଇ ଭଉଣୀଙ୍କ ସହଯୋଗ ମିଳିବ। ବ୍ୟବସାୟକୁ ନେଇ ଦୂର ସ୍ଥାନକୁ ଯାତ୍ରା କରିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହ ବୁଲିବାକୁ ଯିବେ। ନୂଆ ବ୍ୟବସାୟ ଆରମ୍ଭ କରିବେ।
ମିଥୁନ: କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପରିବାର ପାଇଁ ସମୟ ବାହାର କରିବେ। ପ୍ରେମିକ-ପ୍ରେମିକାଙ୍କ ମଧ୍ୟରେ ମତଭେଦ ସୃଷ୍ଟି ହେବ। ନିବେଶରୁ ଲାଭ ପାଇବେ। ନିବେଶ କରିବା ପାଇଁ ଉପଯୁକ୍ତ ସମୟ।
କର୍କଟ: ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ନୂଆ କାମ ଆରମ୍ଭ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ସିଂହ: ବ୍ୟବସାୟ ପାଇଁ ଚିନ୍ତାରେ ରହିବେ। ଅର୍ଥ ନିବେଶରୁ ଦୂରେଇ ରହିବେ। ନୂଆ କାମ ପାଇଁ ଉପଯୁକ୍ତ ସମୟ। କୋର୍ଟ କଚେରୀ ମାମଲାରେ ବିଜୟ ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ।
କନ୍ୟା: ଆର୍ଥିକ ସମସ୍ୟା ଦେଖା ଦେବ। ଚିନ୍ତାରେ ରହିବେ ଏବଂ ପେଟଜନିତ ସମସ୍ୟା ଦେଖା ଦେବ। ଧାର୍ମିକ କାର୍ଯ୍ୟ ଆୟୋଜନ କରିବେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ଦେଖାଦେବ।
ତୁଳା: ମନ ପ୍ରସନ୍ନ ରହିବ। ଦିନଟି ଶୁଭଫଳ ପ୍ରଦାନ କରିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ମନରୁ ନକାରାତ୍ମକ ଚିନ୍ତାଧାର ଦୂର ହେବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।
ବିଛା: ଜମିବାଡ଼ିକୁ ନେଇ ବିବାଦ ଦେଖା ଦେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ଦାମ୍ପତ୍ୟ ଜୀବନରେ ତିକ୍ତତା ଆସିବ।
ଧନୁ: ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ବିଦ୍ୟାର୍ଥୀ କଠିନ ପରିଶ୍ରମ କରିବେ। ସମସ୍ତ ଇଚ୍ଛା ପୂରଣ ହେବ।
ମକର: ବିବାଦୀୟ କାର୍ଯ୍ୟରୁ ଦୂରେଇ ରହିବେ। ନୂଆ ଗାଡ଼ି କିଣିବେ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଭଗବାନ ଶିବଙ୍କୁ ପୂଜା କରିବେ। ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ଅତିବାହିତ କରିବେ।
କୁମ୍ଭ: ନୂଆ କାର୍ଯ୍ୟ ଆରମ୍ଭରୁ ଦୂରେଇ ରହିବେ। ଅଫିସ୍‌ରେ ସହକର୍ମୀଙ୍କ ସାହାଯ୍ୟ ମିଳିବ। ପଡ଼ୋଶୀଙ୍କ ସହ ମତାନ୍ତର ଦୂର ହେବ। ଛାତ୍ରଛାତ୍ରୀ ମନୋରଞ୍ଜନରେ ସମୟ ଅତିବାହିତ କରିବେ।
ମୀନ: ବ୍ୟବସାୟରେ ବାଧା ଆସିବ। ଗୀତ, ନାଚରେ ସମୟ ଅତିବାହିତ କରିବେ। ସ୍ବାସ୍ଥ୍ୟ ସମସ୍ୟା ଦୂର ହେବ। ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଅସହାୟଙ୍କୁ ସାହାଯ୍ୟ କରିବେ।
ଗୁରୁବାର ରାଶିଫଳ ( ୦୫- ୦୯-୨୦୨୪ )
ମେଷ: ବ୍ୟବସାୟରୁ ସଫଳତା ମିଳିବ। ସ୍ବାସ୍ଥ୍ୟ ଉପରେ ଅଧିକ ଧ୍ୟାନ ଦିଅନ୍ତୁ। ସନ୍ତାନଙ୍କ ପ୍ରଗତିରେ ଅଭିଭାବକ ଖୁସି ହେବେ। ଅନ୍ୟଙ୍କୁ ଉଧାର ଦେଇ ନିଜେ ହଇରାଣରେ ପଡ଼ିପାରନ୍ତି।
ବୃଷ: ଆଜି ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପ୍ରେମ ବ୍ୟାପାରରେ ଅସଫଳ ହୋଇପାରନ୍ତି। ବିଦ୍ୟାର୍ଥୀମାନେ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ।
ମିଥୁନ: କୌଣସି କ୍ଷେତ୍ରରୁ ଆଘାତ ପାଇପାରନ୍ତି।ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। ବିଦ୍ୟାର୍ଥୀମାନେ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଭଲ ପ୍ରଦର୍ଶନ କରିବେ। ଆୟ ଓ ବ୍ୟୟ ସମାନ ରହିବ।
ସିଂହ: ଦୀର୍ଘ ଦିନରୁ ଅଟକି ଥିବା କାର୍ଯ୍ୟ ସମାପନ ହେବ। ପ୍ରେମିକ ପ୍ରେମିକାଙ୍କ ମିଳନ ଯୋଗ ରହିଛି। ବ୍ୟବସାୟ ଦୃଷ୍ଟିରୁ ଦିନଟି ବହୁତ ଭଲ। ମହିଳାମାନେ ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ।
କର୍କଟ: ଜୀବନସାଥୀଙ୍କ ସାନ୍ନିଧ୍ୟ ମିଳିବ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ପରିବାରବର୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବିଦ୍ୟାର୍ଥୀମାନେ ଖେଳମନସ୍କ ହେବେ। ପ୍ରଭୁ ମହାଦେବଙ୍କ ଆରାଧନା କରନ୍ତୁ।
କନ୍ୟା: ଭାବନା ଅନୁସାରେ ନିଷ୍ପତ୍ତି ନେବା ଠିକ୍‌ ନୁହେଁ। ଅଧିକ କ୍ଷତି ସହିପାରନ୍ତି। ପ୍ରେମ ବ୍ୟାପାରରେ ସମସ୍ୟା ଦେଖାଦେବ। ପିଲାମାନେ ଖେଳକୁଦରେ ସମୟ ବିତାଇବେ।
ତୁଳା: ଭୂମି, ଯାନବାହନ କିଣିବାର ଅଧିକ ସମ୍ଭାବନା ରହିଛି। ଅଭିଭାବକମାନେ ସନ୍ତାନଙ୍କ କ୍ୟାରିୟରକୁ ନେଇ ଚିନ୍ତାରେ ରହିବେ। ପ୍ରତିକୂଳ ପରିସ୍ଥିତିରେ ଧୈର୍ଯ୍ୟହରା ହୁଅନ୍ତୁନି। ବନ୍ଧୁଯୋଗ ରହିଛି।
ବିଛା: ବ୍ୟାପାରିକ ଦିଗରୁ ଦିନଟି ଭଲ। ସ୍ବାସ୍ଥ୍ୟ ଭଲ ରହିବ। ସନ୍ତାନଙ୍କ କାର୍ଯ୍ୟ ଖୁସି ଦେବ। ଅଚାନକ ଖୁସି ଖବର ପାଇପାରନ୍ତି। ଉଧାର ଦେଇପାରନ୍ତି। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ।
ଧନୁ: ସୃଜନାଶୀଳତା ବୃଦ୍ଧି ପାଇବ। ସ୍ବାସ୍ଥ୍ୟ ବହୁତ ଭଲ ରହିବ। ପ୍ରେମ ବ୍ୟାପାରରେ ସଫଳ ହେବେ। ଆଜି ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। କର୍ମକ୍ଷେତ୍ରରେ ବଡ଼ ଦାୟିତ୍ବ ପାଇପାରନ୍ତି।
ମକର: ଆପଣଙ୍କ ପ୍ରତିଭା ପ୍ରସ୍ଫୁଟିତ ହେବ। ସରକାରୀ ଚାକିରିଆଙ୍କ ପାଇଁ ଆଜି ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ପିଲାମାନେ ପଢ଼ା ପ୍ରତି ଅଧିକ ଧ୍ୟାନ ଦେବେ ।
କୁମ୍ଭ: ଅଚାନକ ଆପଣଙ୍କ ମନ ଭିତରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଅନ୍ୟକୁ ଉଧାର ଦେଇ ଠକିଯାଇପାରନ୍ତି। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଭଗବାନଙ୍କ ପୂଜାର୍ଚ୍ଚନା କରନ୍ତୁ।
ମୀନ: ଜମି କିଣାବିକା ଯୋଗ ରହିଛି। ଅନ୍ୟମାନଙ୍କୁ ସାହାଯ୍ୟ କରି ଉଦାହରଣ ସୃଷ୍ଟି କରିବେ। ଅଧÒକ ଲାଭ ପାଇବା ଆଶାରେ ଭୁଲ୍‌ କରନ୍ତୁନି। ମହିଳାମାନେ ଘର କାମରେ ବ୍ୟସ୍ତ ରହିବେ।
ଗୁରୁବାର ରାଶିଫଳ ( ୨୨- ୦୮- ୨୦୨୪ )
ମେଷ: ସାମାଜିକ କାର୍ଯ୍ୟ ପାଇଁ ସମୟ ବାହାର କରିବେ। ନୂଆ ଯାନ କିଣିବା ଯୋଗ ଅଛି। ଅଫିସ୍‌ରେ ସହକର୍ମୀଙ୍କୁ ସାହାଯ୍ୟ କରିବେ। ଜୀବନସାଥୀଙ୍କ ସହ ସୁଖଦ ସମୟ ଅତିବାହିତ କରିବେ।
ବୃଷ: ଦୂର ସ୍ଥାନକୁ ଯାତ୍ରା ଯୋଗ ଅଛି। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ବ୍ୟବସାୟକୁ ନେଇ ଚିନ୍ତାରେ ରହିବେ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। ପ୍ରିୟଜନଙ୍କ କଥାକୁ ବିଶ୍ବାସ କରିବେ ନାହିଁ।
ମିଥୁନ: ବ୍ୟବହାରରେ ସଂଯମତା ରକ୍ଷା କରିବେ। ନାଚ, ଗୀତରେ ପ୍ରଶଂସା ମିଳିବ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ। କାମ ଆରମ୍ଭ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ ନେବେ।
କର୍କଟ: ପାରିବାରିକ ଜୀବନରେ ସୁଖ, ସମୃଦ୍ଧି ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି ପାଇଁ ଆଧୁନିକ ଜ୍ଞାନ-କୌଶଳ ଉପଯୋଗ କରିବେ। ବାପାମାଆଙ୍କ ସ୍ବାସ୍ଥ୍ୟ ପାଇଁ ଯତ୍ନବାନ ହେବେ।
ସିଂହ: ଯାତ୍ରା ସମୟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେବେ। କୋର୍ଟ କଚେରୀ ମାମଲାରୁ ଦୂରେଇ ରହିବେ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଚିନ୍ତାରେ ରହିବେ। ଛାତ୍ରଛାତ୍ରୀ ପଢ଼ାରେ ମନଯୋଗ ଦେବେ।
କନ୍ୟା: ଆୟଠୁ ଅଧିକ ବ୍ୟୟ କରିବେ। ବରିଷ୍ଠ ଅଧିକାରୀଙ୍କ ପରାମର୍ଶରେ ଆଗକୁ ବଢ଼ିବେ। ନୂଆ କାମ ଆରମ୍ଭ କରିବେ। ଛାତ୍ରଛାତ୍ରୀ କ୍ରୀଡ଼ା ପ୍ରତିଯୋଗିତାରେ ସାମିଲ ହେବେ।
ତୁଳା: ଗୁରୁତ୍ବପୂର୍ଣ୍ଣ ଖବର ପ୍ରାପ୍ତ ହେବ। ପ୍ରତିଯୋଗିତା ମନୋଭାବ ନେଇ ବିଦ୍ୟାର୍ଥୀ ଆଗକୁ ବଢ଼ିବେ। ପାରିବାରିକ ସମସ୍ୟାର ସମାଧାନ ହେବ। ଆୟର ନୂତନ ମାର୍ଗ ଉନ୍ମୋଚନ ହେବ।
ବିଛା: ବୈବାହିକ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ଭାଇଭଉଣୀଙ୍କଠାରୁ ଉପହାର ପାଇବେ। ଅଫିସ୍‌ କାମରେ ଦୂର ସ୍ଥାନକୁ ଯାତ୍ରା କରିବେ।
ଧନୁ: ଅଜଣା ଲୋକଙ୍କଠାରୁ ଦୂରେଇ ରହିବେ। ଧୈର୍ଯ୍ୟର ସହ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ତୁଲାଇବେ। ଭାବପ୍ରବଣ ହୋଇ ନିଷ୍ପତ୍ତି ନେବାରୁ ନିବୃତ୍ତ ରହିବେ। ଆଇନଜୀବୀଙ୍କୁ ସଫଳତା ମିଳିବ।
ମକର: ଘରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ। ଚାକିରିଆଙ୍କୁ ନୂତନ ନିଯୁକ୍ତି ମିଳିବ। ସନ୍ତାନସୁଖ ପ୍ରାପ୍ତ ହେବ। ପ୍ରେମ ସମ୍ବନ୍ଧରେ ଭୁଲ ବୁଝାମଣା ସୃଷ୍ଟି ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।
କୁମ୍ଭ: ଧାରକରଜରୁ ଦୂରେଇ ରହିବେ। ବ୍ୟବସାୟ ବୃଦ୍ଧିକୁ ନେଇ ସାବଧାନତା ଅବଲମ୍ବନ କରିବେ। ବିରୋଧୀଙ୍କୁ ସାମ୍ନା କରିବେ। ଚିନ୍ତାଗ୍ରସ୍ତ ରହିବେ। ଜୀବନସାଥୀଙ୍କୁ ମନକଥା କହିବେ।
ମୀନ: ବିଦ୍ୟାର୍ଥୀ ପରୀକ୍ଷାରେ ସଫଳ ହେବେ। ବନ୍ଧୁଙ୍କ ସାହାଯ୍ୟ ମିଳିବ। କଳା କ୍ଷେତ୍ରରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖାଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ମତାନ୍ତର ହେବ।