Happy Raja 2026 - The Sakala

ଆଜି ପହିଲି ରଜ: ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ, ଘରେ ଘରେ ପିଠାପଣାର ମହକ
ଭୁବନେଶ୍ୱର: ଆଜି ପହିଲି ରଜ , ଗାଁଠୁ ସହର ସବୁଠି ଉତ୍ସବ ମୁଖର ପରିବେଶ । ଝିଅ ମାନେ ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି ପିନ୍ଧି ପରମ୍ପରା ଅନୁଯାୟୀ ପାଳନ କରିବେ ପହିଲି ରଜ । ପିଠା ଓ ରଜ ପାନ ଖାଇ ଗାଁ ବୁଲିବା ସହ ଦୋଳି ଖେଳିବାରେ ଲାଗିଛନ୍ତି । ଘରେ ଘରେ ପିଠାପଣାର ମହକ । ତିନି ଦିନ ଧରି ଗାଁ ଠୁ ସହର ସବୁଠି ଜମିଥାଏ ରଜର ଆସର । ରଜର ପ୍ରଥମ ଦିନକୁ ପହିଲି ରଜ ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ ।

ଚତୁର୍ଥ ଦିନରେ ବସୁମତୀ ସ୍ନାନ ପାଳନ ସହ ରଜ ଶେଷ ହୁଏ । ରଜରେ ଆସର ରଜଦୋଳି ଓ ପୋଡ଼ ପିଠାରେ ଅଧିକ ଜମିଥାଏ । ଘରେ ଘରେ ପୋଡ ପିଠା ଓ ରଜ ପାନ ପ୍ରସ୍ତୁତ କରାଯାଇଥାଏ । ଝିଅମାନେ ହାତରେ ମେହେନ୍ଦି, ମୁଣ୍ଡରେ କୁଙ୍କୁମ ଓ ପାଦରେ ଅଳତା ଲଗାଇବା ସହ ନୂଆ ପୋଷାକ ପିନ୍ଧି ଗାଁ ବୁଲିଥାନ୍ତି । କଥାରେ ଅଛି ଚାଷୀ ଚାଷ କାର୍ଯ୍ୟ କରିବା ପୂର୍ବରୁ ପରିବାର ସହ ହସଖୁସିରେ ରଜ ପର୍ବ ପାଳନ କରାଯାଇଥାଏ । ପରେ ଚାଷୀ ଚାଷ କାମରେ ଲାଗିପଡିଥାଏ।