Corona Deaths - The Sakala

ପ୍ରତ୍ଯେକ କରୋନା ମୃତକଙ୍କ ପରିବାରକୁ ମିଳିବ ୫୦ ହଜାର ଟଙ୍କାର କ୍ଷତିପୂରଣ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା ପରେ ପ୍ରତ୍ୟେକ କରୋନା ମୃତକଙ୍କ ପରିବାରକୁ ୫୦ ହଜାର ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଦିଆଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ କୁହାଯାଇଛି। ସରକାର ସୁପ୍ରିମକୋର୍ଟରେ ଜବାବ ଦାଖଲ କରି ଏହି ସୂଚନା ଦେଇଛନ୍ତି। ତେବେ ଏହି ଅର୍ଥ ରାଜ୍ୟ ବିପର୍ଯ୍ୟୟ ରିଲିଫ ପାଣ୍ଠି( ଏସଡିଆରଏଫ) ରୁ ଦିଆଯିବ ଏବଂ ରାଜ୍ୟ ସରକାର ଏହାକୁ  ବହନ କରିବେ। ଉଦ୍ଧାରକାର୍ଯ୍ୟରେ ସାମିଲ ଥିବା ଲୋକଙ୍କ ପରିଜନଙ୍କୁ ମଧ୍ୟ ଏହି ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ପୂର୍ବରୁ ମୃତ୍ୟୁବରଣ କରିଥିବା ଏବଂ ଭବିଷ୍ୟତରେ ମୃତ୍ୟୁ ପାଇଁ ମଧ୍ୟ ଏହି ଅର୍ଥ ଦିଆଯିବ ବୋଲି କୁହାଯାଇଛି । ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିର୍ଦ୍ଦେଶ ପରେ ଏନଡିଏମଏ ଅନୁକମ୍ପାମୂଳକ ସହାୟତା ନେଇ ମାର୍ଗଦର୍ଶିକା ପ୍ରସ୍ତୁତ କରିଛି ।

ସୂଚନାଯୋଗ୍ୟ ଯେ, କରୋନାରେ ଏ ପର୍ଯ୍ୟନ୍ତ ୪୪୫୭୬୮ ଲୋକ ପ୍ରାଣ ହରାଇଲେଣି। ଏହି ଲୋକଙ୍କ ପରିବାର ବର୍ଗଙ୍କୁ କ୍ଷତିପୂରଣ ଦେବା ଲାଗି ଦୀର୍ଘଦିନରୁ ଦାବି କରାଯାଉଛି। ପରିଶେଷରେ କେନ୍ଦ୍ର ଏ ନେଇ ରାଜି ହୋଇଛି। ଗତ ଶୁଣାଣିରେ କରୋନା ମୃତକଙ୍କ ପରିବାର ସଦସ୍ୟଙ୍କୁ କ୍ଷତିପୂରଣ ଦେବାକୁ ସରକାର ମନା କରିଦେଇଥିଲେ। ଏହାକୁ କୋର୍ଟ ମଧ୍ୟ ସ୍ବୀକାର କରିନେଇଥିଲେ। କିନ୍ତୁ ବିପର୍ଯ୍ୟୟ ପ୍ରଶମନ ଆଇନ ଅନୁଯାୟୀ କ୍ଷତିପୂରଣ ଦେବା ନିମନ୍ତେ କି ପଦକ୍ଷେପ ନିଆଯାଇଛି ଜଣାଇବାକୁ କୋର୍ଟ କେନ୍ଦ୍ରକୁ ନିର୍ଦ୍ଦେଶ ଦେଇଥିଲେ। ଏହା ଉପରେ ସେପ୍ଟେମ୍ବର ୨୩ ତାରିଖ ସୁଦ୍ଧା କୋର୍ଟଙ୍କୁ ତଥ୍ୟ ଦିଆଯିବ ବୋଲି ସଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଥିଲେ। ସେହିପରି ଗତ ସୋମବାର କରୋନାରେ ଚାପଗ୍ରସ୍ତ ହୋଇ ଆତ୍ମହତ୍ୟା କରିଥିବା ଲୋକଙ୍କ ମୃତ୍ୟୁକୁ

କରୋନା ମୃତ୍ୟୁ ଧରିବାକୁ ସର୍ବୋଚ୍ଚ ନ୍ୟାୟାଳୟ  କହିଥିଲେ।

ଏ ନେଇ ରାଜ୍ୟସରକାରମାନଙ୍କୁ ନୂଆ ମାର୍ଗଦର୍ଶିକା ଜାରି କରାଯାଉ। କରୋନା ଯୋଗୁଁ ଆତ୍ମହତ୍ୟା କରିଥିବା ଲୋକଙ୍କ ମୃତ୍ୟୁକୁ କରୋନାଜନିତ ନ ମାନିବା ଗ୍ରହଣଯୋଗ୍ୟ ନୁହେଁ। ସେମାନଙ୍କୁ କରୋନା ମୃତ୍ୟୁ ପ୍ରମାଣପତ୍ର ମିଳିବା ଉଚିତ। ଚଳିତ ବର୍ଷ ଜୁନ ମାସରେ କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତାଦେବା ସମ୍ଭବ ନୁହେଁ ବୋଲି କେନ୍ଦ୍ର ସୁପ୍ରିମକୋର୍ଟଙ୍କୁ ଜଣାଇଥିଲା।

ରାଜ୍ୟରେ ଆଉ ୬୮ ଜଣଙ୍କ ଜୀବନ ନେଲା ମହାମାରୀ କରୋନା
ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହୋଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୭୨୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୨୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି କରୋନାରେ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୧୪ଜଣ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୮ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୭ଜଣ, ବାଲେଶ୍ୱରଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ ଲେଖାଏଁ।, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ: ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୮୮୬ ଜଣ କୋଭିଡ ପଜିଟିଭ୍, ୬୬ ମୃତ
ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୮୮୬ ଜଣ କରୋନା ସଂକ୍ରମିତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୨ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୭୪ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୯୫୬ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆଜି ସଂକ୍ରମିତ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୫୩ ଜଣ, କଟକରୁ ୮୧ ଜଣ,ଯାଜପୁରରୁ ୬୦ ଜଣ, ବାଲେଶ୍ବରରୁ ୬୨ ଜଣ, ଜଗତସିଂହପୁରରୁ ୫୪ ଜଣ, ପୁରୀରୁ ୫୩ ଜଣ,କେନ୍ଦ୍ରାପଡ଼ାରୁ ୩୩ ଜଣ, ଅନୁଗୁଳରୁ ୩୨ ଜଣ, ଭଦ୍ରକରୁ ୩୧ ଜଣ, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ୨୫ ଜଣ ଲେଖାଏଁ,କେନ୍ଦୁଝରରୁ ୧୮ ଜଣ, ସମ୍ବଲପୁରର ୧୫ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ, ଢ଼େଙ୍କାନାଳରୁ ୧୧ ଜଣ ଓ କଳାହାଣ୍ଡିରୁ ୧୧ ଜଣ,ମାଲକାନଗିରିରୁ ୯ ଜଣ, ଗଞ୍ଜାମରୁ ୮ ଜଣ, କୋରାପୁଟରୁ ୭ ଜଣ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ,ଗଜପତି ଓ ନବରଙ୍ଗପୁର ଜିଳ୍ଲାରୁ ୪ ଜଣ ଲେଖାଏଁ ,ଝାରସୁଗୁଡ଼ାରୁ ୩ ଜଣ, ବୌଦ୍ଧ, ଦେବଗଡ଼ ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ୬୬ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୫୦୧ କୁ ବୃଦ୍ଧି ପାଇଛି ।

ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୯ ଜଣ, କଟକ ଜିଲ୍ଲାରୁ ୧୩ ଜଣ, ସମ୍ବଲପୁର ଜିଲ୍ଲାରୁ ୮ ଜଣ, ବରଗଡ଼ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ଝାରସୁଗୁଡ଼ା, କଳାହାଣ୍ଡି, ସୋନପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୮୭ ହଜାର ୯୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୧ ହଜାର ୪୮୬ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୯ ହଜାର ୯୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୬୫୦୧ ଜଣଙ୍କର ମୃତ୍ୟୁ ହୋଇଛି ।

କରୋନା ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ, ରାଜ୍ୟରେ ଆଉ ୬୯ ଜଣଙ୍କ ଜୀବନ ନେଲା ମହାମାରୀ ଭୁତାଣୁ
ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୩୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ମୃତ୍ୟୁବରଣ କରିଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ, କଟକ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ ଜଣ, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି। ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୫ଜଣ ଲେଖାଏଁ, ଝାରସୁଗୁଡ଼ା ଜିଲ୍ଲାରୁ ୪ ଜଣ, ଦେବଗଡ଼ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୮୭ ହଜାର ୦୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୨ ହଜାର ୧୨୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୬୮ ହଜାର ୪୫୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୬୪୩୫ ଜଣଙ୍କର ମୃତ୍ୟୁ ହୋଇଛି ।

କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ରାଜ୍ଯରେ ମହାମାରୀ କରୋନା ନେଲା ଆଉ ୬୭ ଜଣଙ୍କ ଜୀବନ
ଭୁବନେଶ୍ଵର: ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ କରୋନାରେ ଆଉ ୬୭ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୫୧୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୬୭ ହଜାର ୫୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୮ ହଜାର ୯୧୪ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୪୩ ହଜାର ୦୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୫୧୨ ଜଣଙ୍କର ମୃତ୍ୟୁ ହୋଇଛି ।

ଆଜି ରାଜ୍ୟରେ ସର୍ବାଧିକ ୬୮ ଜଣଙ୍କ ଜୀବନ ନେଲା କରୋନା
ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୮ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୩୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭ଜଣ ପ୍ରାଣ ହରାଇଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୭ଜଣ, ବରଗଡ଼ ଓ ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ଅନୁଗୁଳ ଓ ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବଲାଙ୍ଗୀର, କଟକ, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, କନ୍ଧମାଳଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତ ପ୍ରାଣ ହରାଇଛନ୍ତି।

କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ରାଜ୍ୟରେ ସର୍ବାଧିକ ୬୧ ଜଣଙ୍କ ଜୀବନ ନେଲା କରୋନା
ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୧ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୭୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Details of cases confirmed as death due to Covid-19, after due completion of death audit process:

1.A 61 years old Male of Baragarh District.

2.A 42 years old Female of Baragarh District who was also suffering from Hypertension.

— H & FW Dept Odisha (@HFWOdisha) July 9, 2021

ଖୋର୍ଦ୍ଧା ଜିଳ୍ଲାରୁ ସର୍ବାଧିକ ୧୧ ଜଣ, ବରଗଡ, ଗଞ୍ଜାମ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୬ ଜଣ ଲେଖାଏଁ, ସମ୍ବଲପୁର ଓ ସୁନ୍ଦରଗଡରୁ ୫ ଜଣ ଲେଖାଏଁ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, କଟକ, ଢେଙ୍କାନାଳ ଓ ନୟାଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ନୂଆପଡା, ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୩୫ ହଜାର ୧୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୭ ହଜାର ୪୨୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୩ ହଜାର ୧୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୪୪୭୬ ଜଣଙ୍କର ମୃତ୍ୟୁ ହୋଇଛି ।

ଆଜି ରାଜ୍ୟରେ ଆଉ ୪୨ ଜଣଙ୍କ ଜୀବନ ନେଲା ମହାମାରୀ କରୋନା
ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୪୨ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୧୯୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

2.A 71 years old Male of Angul District who was also suffering from Diabetes Mellitus & Hypertension.

3.A 74 years old Male of Angul District.

4.A 60 years old Female of Baragarh District who was also suffering from Chronic Kidney Disease.

— H & FW Dept Odisha (@HFWOdisha) July 4, 2021