Covid Deaths - The Sakala

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪୩୭ ଜଣ କରୋନା ପଜିଟିଭ୍, ୬୪ ଜଣଙ୍କ ଜୀବନ ନେଲା ମହାମାରୀ
ଭୁବନେଶ୍ୱର: ଓଡ଼ିଶାରେ ଦିନକୁ ଦିନ ଖସୁଛି କରୋନା ଗ୍ରାଫ୍ ଯାହା ରାଜ୍ୟ ପାଇଁ ଖୁସିର ଖବର । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହୋଇଛନ୍ତି ଆଉ ୧୪୩୭ ଜଣ ନୂଆ କରୋନା ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୩୨ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୦୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୮ ହଜାର ୭୦୫ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 31st July

New Positive Cases: 1437

In quarantine: 832

Local contacts: 605

(Details of local contacts will be shared by concerned Dist Administration)

District Wise Cases:

1. Angul: 47

2. Balasore: 64

3. Bargarh: 8

4. Bhadrak: 47

5. Balangir: 4

— I & PR Department, Odisha (@IPR_Odisha) August 1, 2021

ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୯ ଜଣ, କଟକରୁ ୧୯୦ ଜଣ,ପୁରୀରୁ ୧୪୬ ଜଣ, ଜଗତସିଂହପୁରରୁ ୮୬ ଜଣ, ଯାଜପୁରରୁ ୬୬ ଜଣ, ବାଲେଶ୍ବରରୁ ୬୪ ଜଣ, ଅନୁଗୁଳ ଓ ଭଦ୍ରକ ଜିଲ୍ଲାରୁ ୪୭ ଜଣ ଲେଖାଏଁ, କେନ୍ଦ୍ରାପଡ଼ାରୁ ୪୧ ଜଣ, ମୟୂରଭଞ୍ଜରୁ ୪୦ ଜଣ, ନୟାଗଡ଼ରୁ ୩୬ ଜଣ, ସୁନ୍ଦରଗଡ଼ରୁ ୨୯ ଜଣ, ଢ଼େଙ୍କାନାଳରୁ ୨୧ ଜଣ, କେନ୍ଦୁଝରରୁ ୧୯ ଜଣ, ସମ୍ବଲପୁରରୁ ୧୬ ଜଣ, କନ୍ଧମାଳରୁ ୧୪ ଜଣ,ସୋନପୁରୁ ୧୩ ଜଣ, ରାୟଗଡ଼ାରୁ ୧୧ ଜଣ, ଗଞ୍ଜାମରୁ ୧୦ ଜଣ,ବରଗଡ଼ ଓ ଦେବଗଡ଼ ଜିଲ୍ଲାରୁ ୮ ଜଣ ଲେଖାଏଁ, ମାଲକାନଗିରିରୁ ୭ ଜଣ, କଳହାଣ୍ଡିରୁ ୬ ଜଣ, ଝାରସୁଗୁଡ଼ା ଓ କୋରାପୁଟ ଜିଲ୍ଲାରୁ ୫ ଜଣ ଲେଖାଏଁ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

22. Mayurbhanj: 40

23. Nawarangpur: 2

24. Nayagarh: 36

25. Puri: 146

26. Rayagada: 11

27. Sambalpur: 16

28. Sonepur: 13

29. Sundargarh: 29

30. State Pool: 82

New recoveries: 1899

Cumulative tested: 16097412

Positive: 978705

Recovered: 956828

Active cases: 15858

— I & PR Department, Odisha (@IPR_Odisha) August 1, 2021

ମାତ୍ର ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ହ୍ରାସ ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୬୪ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୯୬୬ ଜଣଙ୍କୁ ବୃଦ୍ଧି ପାଇଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୭୮ ହଜାର ୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୫ ହଜାର ୮୫୮ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୫୬ ହଜାର୮୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୯୦୨ ଜଣଙ୍କର ମୃତ୍ୟୁ ହୋଇଛି ।

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍; ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୫୭୮ ଜଣ କୋଭିଡ ପଜିଟିଭ୍, ୬୮ ଜଣଙ୍କ ମୃତ୍ଯୁ
ଭୁବନେଶ୍ୱର: ଓଡ଼ିଶାରେ ଦିନକୁ ଦିନ ଖସୁଛି କରୋନା ଗ୍ରାଫ୍ ଯାହା ରାଜ୍ୟ ପାଇଁ ଖୁସିର ଖବର । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହୋଇଛନ୍ତି ଆଉ ୧୫୭୮ ଜଣ ନୂଆ କରୋନା ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧୫ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୬୩ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୭ ହଜାର ୨୬୮ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 30th July

New Positive Cases: 1578

In quarantine: 915

Local contacts: 663

(Details of local contacts will be shared by concerned Dist Administration)

District Wise Cases:

1. Angul: 47

2. Balasore: 78

3. Bargarh: 9

4. Bhadrak: 52

5. Balangir: 8

— I & PR Department, Odisha (@IPR_Odisha) July 31, 2021

ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୩୬ ଜଣ, କଟକ ୨୧୨ ଜଣ, ଜଗତସିଂହପୁରରୁ ୧୧୩ ଜଣ, ପୁରୀରୁ ୧୦୯ ଜଣ, ବାଲେଶ୍ବରରୁ ୭୮ ଜଣ, ଯାଜପୁରରୁ ୭୭ ଜଣ, ଭଦ୍ରକରୁ ୫୮ ଜଣ,ନୟାଗଡ଼ରୁ ୫୩ ଜଣ, ଅନୁଗୁଳରୁ ୪୭ ଜଣ,ମୟୂରଭଞ୍ଜରୁ ୪୧ ଜଣ,ସୁନ୍ଦରଗଡ଼ରୁ ୨୯ ଜଣ, ଢ଼େଙ୍କାନାଳରୁ ୧୯ ଜଣ,ସମ୍ବଳପୁରରୁ ୧୮ ଜଣ, କନ୍ଧମାଳରୁ ୧୭ ଜଣ,ନବରଙ୍ଗପୁରରୁ ୧୬ ଜଣ, ଗଜପତି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାରୁ ୧୪ ଜଣ ଲେଖାଏଁ,ସୋନପୁରରୁ ୧୨ ଜଣ, ମାଲକାନଗିରିରୁ ୧୧ ଜଣ, ବରଗଡ଼ରୁ ୯ ଜଣ, ବଲାଙ୍ଗୀର ଓ ଦେବଗଡ଼ ଜିଲ୍ଲାରୁ ୮ ଜଣ ଲେଖାଏଁ, ବୌଦ୍ଧରୁ ୪ ଜଣ, ଗଞ୍ଜାମ, ଝାରସୁଗୁଡ଼ା ଓ ନୂଆପଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, କଳାହାଣ୍ଡିରୁ ଜଣେ ଏବଂ ଷ୍ଟେଟ୍‌ ପୋଲ୍‌ରୁ ୯୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

22. Mayurbhanj: 41

23. Nawarangpur: 16

24. Nayagarh: 53

25. Nuapada: 2

26. Puri: 109

27. Rayagada: 14

28. Sambalpur: 18

29. Sonepur: 12

30. Sundargarh: 29

31. State Pool: 92

New recoveries: 1841

Cumulative tested: 16022677

Positive: 977268

Recovered: 954929

Active cases: 16384

— I & PR Department, Odisha (@IPR_Odisha) July 31, 2021

ମାତ୍ର ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ହ୍ରାସ ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୬୮ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୯୦୨ ଜଣଙ୍କର ମୃତ୍ୟୁ ଘଟିଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୭୭ ହଜାର ୨୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୬ ହଜାର୩୮୪ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୫୪ ହଜାର ୯୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୯୦୨ ଜଣଙ୍କର ମୃତ୍ୟୁ ହୋଇଛି ।

କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ରାଜ୍ୟରେ ଆଜି ଆଉ ୬୪ ଜଣଙ୍କ ଜୀବନ ନେଲା ମହାମାରୀ ଭୁତାଣୁ
ଭୁବନେଶ୍ବର: ଓଡ଼ିଶାରେ କରୋନା ମୃତ୍ୟୁରେ ଲାଗୁନି ବ୍ରେକ। ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ କମୁଥିବାବେଳେ କମୁନି କରୋନା ଜନିତ ମୃତ୍ୟୁ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୪ ଜଣ କରୋନା ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଖୋର୍ଦ୍ଧାରୁ ସର୍ବାଧିକ ୨୨ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ, ବରଗଡରୁ ୧୦ ଜଣ,, ବାଲେଶ୍ୱରରୁ ୮ ଜଣ, ସୁନ୍ଦରଗଡରୁ ୭ ଜଣ, ଗଞ୍ଜାମରୁ ୬ ଜଣ, କନ୍ଧମାଳ ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବୌଦ୍ଧ, କଳାହାଣ୍ଡି, କେନ୍ଦ୍ରାପଡା, ମୟୂରଭଞ୍ଜ, ନୂଆପଡା, ପୁରୀ, ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯ ଲକ୍ଷ ୪୯ ହଜାର ୯୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୧ ହଜାର ୭୪୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୨୩ ହଜାର ୨୦୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୪୯୨୫ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୪୯୧୫୫୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି।

କରୋନା ମୃତ୍ୟୁରେ ଲାଗୁନି ବ୍ରେକ, ଆଜି ରାଜ୍ୟରେ ସର୍ବାଧିକ ୬୧ ଜଣଙ୍କ ଜୀବନ ନେଲା କରୋନା
ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୧ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୪୭୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Details of cases confirmed as death due to Covid-19, after due completion of death audit process:

1.A 61 years old Male of Baragarh District.

2.A 42 years old Female of Baragarh District who was also suffering from Hypertension.

— H & FW Dept Odisha (@HFWOdisha) July 9, 2021

ଖୋର୍ଦ୍ଧା ଜିଳ୍ଲାରୁ ସର୍ବାଧିକ ୧୧ ଜଣ, ବରଗଡ, ଗଞ୍ଜାମ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୬ ଜଣ ଲେଖାଏଁ, ସମ୍ବଲପୁର ଓ ସୁନ୍ଦରଗଡରୁ ୫ ଜଣ ଲେଖାଏଁ, କେନ୍ଦୁଝର ଜିଲ୍ଲାରୁ ୪ ଜଣ, କଟକ, ଢେଙ୍କାନାଳ ଓ ନୟାଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଗଜପତି, ଝାରସୁଗୁଡା, କେନ୍ଦ୍ରାପଡା, ନୂଆପଡା, ରାୟଗଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୩୫ ହଜାର ୧୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୭ ହଜାର ୪୨୯ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୩ ହଜାର ୧୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୪୪୭୬ ଜଣଙ୍କର ମୃତ୍ୟୁ ହୋଇଛି ।

ଆଜି ରାଜ୍ୟରେ ଆଉ ୪୨ ଜଣଙ୍କ ଜୀବନ ନେଲା ମହାମାରୀ କରୋନା
ରାଜ୍ୟରେ କରୋନା ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୪୨ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏଥିସହ ରାଜ୍ୟରେ ମୋଟ କୋଭିଡ୍ ମୃତକଙ୍କ ସଂଖ୍ୟା ୪୧୯୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

2.A 71 years old Male of Angul District who was also suffering from Diabetes Mellitus & Hypertension.

3.A 74 years old Male of Angul District.

4.A 60 years old Female of Baragarh District who was also suffering from Chronic Kidney Disease.

— H & FW Dept Odisha (@HFWOdisha) July 4, 2021