Shree Jagannatha - The Sakala

ସେବା ନିବୃତ ଜଣେ ସିଂହାରୀ ସେବାୟତକୁ ନେଇ ଶ୍ରୀମନ୍ଦିରରେ ବିବାଦ, ଆଗକୁ ବଢି ପାରୁନି ନୀତିକାନ୍ତି
ପୁରୀ: ସେବା ନିବୃତ ଜଣେ ସିଂହାରୀ ସେବାୟତକୁ ନେଇ ଶ୍ରୀମନ୍ଦିରରେ ବିବାଦ ଉପୁଜିଛି । ସେବା ନିବୃତ ସତ୍ତ୍ୱେ ଜଣେ ସେବାୟତ ମହାପ୍ରଭୁଙ୍କ ସେବା କାର୍ଯ୍ୟରେ ନିୟୋଜିତ ଥିବାରୁ ବିରୋଧ କରାଯାଇଛି । ଅନ୍ୟ ସେବାୟତଙ୍କ ବିରୋଧ ଯୋଗୁଁ ଆଗକୁ ବଢୁନି ନୀତିକାନ୍ତି। ମଙ୍ଗଳ ଆଳତୀ ପରେ ଆଗକୁ ବଢ଼ିପାରୁନି ନୀତିକାନ୍ତି । ବିବାଦ ତୁଟାଇବାକୁ ଶ୍ରୀମନ୍ଦିରରେ ମୁଖ୍ୟ ପ୍ରଶାସକ, ନୀତି ପ୍ରଶାସକ ପ୍ରମୁଖ ଉପସ୍ଥିତ ଅଛନ୍ତି ।

ସୂଚନା ଅନୁଯାୟୀ, ଆଜି ଶ୍ରୀମନ୍ଦିରରେ ବିଶେଷ ନୀତିକାନ୍ତି ରହିଛି । ସପ୍ତପୁରୀ ଅମାବାସ୍ୟା ସାଙ୍ଗକୁ ବସ୍ତ୍ରହରଣ ଲୀଳା ରହିଛି। ଏହି ବିବାଦ ଫଳରେ ଦୈନନ୍ଦିନ ନୀତି ଏବଂ ସ୍ୱତନ୍ତ୍ର ନୀତିକାନ୍ତି କିଭଳି ସମ୍ପନ୍ନ ହେବ ତାକୁ ନେଇ ବିଭିନ୍ନ ନିଯୋଗ ସହ ଆଲୋଚନା ଚାଲିଛି ।

ଆସନ୍ତାକାଲି ଶ୍ରୀଜୀଉଙ୍କ ପବିତ୍ର ବାହୁଡା ଯାତ୍ରା, ଆଜି ରାତି ୮ ଟାରୁ ପୁରୀ ସହରରେ ଲାଗୁ ହେବ କର୍ଫ୍ୟୁ
ପୁରୀ: ଆସନ୍ତାକାଲି ଶ୍ରୀଜିଉଙ୍କ ପବିତ୍ର ବାହୁଡା ଯାତ୍ରା। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବାହୁଡ଼ା ଯାତ୍ରା ସହିତ ସୁନାବେଶ ଓ ନୀଳାଦ୍ରି ବିଜେ କିପରି ଶୃଙ୍ଖଳିତ ଭାବେ କରାଯାଇପାରିବ ସେନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସି ସମସ୍ତ ସମୀକ୍ଷା ହୋଇଛି କରାଯାଇଛି । ବାହୁଡା ଯାତ୍ରା ପାଇଁ ଆଜିଠାରୁ ପୁରୀ ସହରରେ ୧୪୪ ଧାରା ଜାରି କରାଯିବ । ଆଜି ରାତି ୮ଟାରୁ ବୁଧବାର ରାତି ୮ଟା ପର୍ଯ୍ୟନ୍ତ ପୁରୀରେ କର୍ଫ୍ୟୁ ଲାଗୁ ହେବ।

ଅଧିକାଂଶ କର୍ମଚାରୀଙ୍କ ଟେଷ୍ଟ ସରିଥିବା ବେଳେ ଆଜି ଟେଷ୍ଟିଂ ସରିବ। ସେବାୟତଙ୍କର ଦ୍ୱିତୀୟ ପର୍ଯ୍ୟାୟ ଆରଟିପିସିଆର ଟେଷ୍ଟ କରାଯାଇଛି। ଡିଡି ତରଫରୁ ବାହୁଡା ଓ ସୂନାବେଶ ପାଇଁ ଲାଇଭ୍ ଟେଲିକାଷ୍ଟ କରାଯିବ। ବାହୁଡାଯାତ୍ରାରେ ରଥଟଣା ସମୟରେ ଅଗ୍ନିଶମ ବିଭାଗ ଦ୍ୱାରା ଜଳସିଞ୍ଚନ ହେବ, ପ୍ରଚୁର ପାନୀୟ ଜଳ ବ୍ୟବସ୍ଥା କରାଯାଇଛି। ଜିଲ୍ଲାପାଳ, ଏସପିଙ୍କ ସହ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ଥିଲେ।

ଆଜି ମହାପ୍ରଭୁଙ୍କର ହେବ ଚକା ବିଜେ ନୀତି
ପୁରୀ:ଶ୍ରୀମନ୍ଦିରରେ ଚାଲିଛି ଶ୍ରୀଜିଉ ମାନଙ୍କ ଅଣସର ସେବା ପୂଜା। ଅଣସର ବିଜେ ଅସୁସ୍ଥ ଶ୍ରୀବିଗ୍ରହଙ୍କୁ ଚାରିଦିନିଆ ଓଷ ଲାଗି ଉପଚାର ଶନିବାର ଦିନ ବିଳମ୍ବିତ ରାତିରେ ଶେଷ ହୋଇଛି । ଓଷ ଲାଗି ପରେ ମହାପ୍ରଭୁଙ୍କ ସୁସ୍ଥ ହୋଇଛନ୍ତି । ସୁସ୍ଥ ହେବା ପରେ ଆଜି ଦିନ ମହାପ୍ରଭୁ ଚକା ବିଜେ ହୋଇ ବସିବେ ।

ସ୍ନାନ ପୂର୍ଣ୍ଣମୀ ଠାରୁ ମହାପ୍ରଭୁଙ୍କ ଏହି ଗୁପ୍ତ ପୂଜା ଦଇତାପତି ସେବାୟତମାନେ କରୁଛନ୍ତି । ଅନବସରର ପଞ୍ଚମୀ ତିଥିରେ ଶ୍ରୀଜିଉଙ୍କ ଶ୍ରୀ ଅଙ୍ଗରେ ଫୁଲୁରୀ ଲାଗି କରାଯାଇଥିଲା | ପରେ ଶ୍ରୀ ବିଗ୍ରହ ମାନଙ୍କୁ ଓଷୁଅ ଲାଗି କରାଯାଇଛି ।

ଗତ ବର୍ଷପରି ଚଳିତ ବର୍ଷ ମଧ୍ଯ କରୋନା କଟକଣା ଭିତରେ ପାଳନ ହେବ ରଥଯାତ୍ରା। ଏଥର ସେବାୟତଙ୍କ ବ୍ୟତୀତ ଅନ୍ୟ କେହି ରଥ କିମ୍ବା ରଥ ଡଉଡ଼ି ଛୁଇଁ ପାରିବେ ନାହିଁ । ବଡଦାଣ୍ଡ ଓ ସିଂହଦ୍ବାରରେ ସେବାୟତଙ୍କ ପାଇଁ ବିଶ୍ରାମ ବ୍ୟବସ୍ଥା କରାଯିବ। ଏବଂ ରଥରେ ନିୟୋଜିତ ସେବାୟତଙ୍କ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ବ୍ୟବସ୍ଥା କରାଯିବ। ଏବଂ ରଥ ଉପରେ କମ୍‌ ସଂଖ୍ୟକ ସେବାୟତଙ୍କୁ ନିୟୋଜିତ କରାଯିବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସକ କ୍ରିଷନ କୁମାର ।