Standing Committee - The Sakala

ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ ଗଲେ ବାଚସ୍ପତି, ପ୍ରମିଳା ମଲ୍ଲିକ ପିଏସି କମିଟି ଅଧ୍ୟକ୍ଷ
ଭୁବନେଶ୍ୱର: ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟି ଓ ପିଏସି କମିଟି ଗଠନ ଗଲେ ବାଚସ୍ପତି । ୩୫ରୁ ଅଧିକ ପିଏସି କମିଟି ଓ ୧୦ଟି ଷ୍ଟାଣ୍ଡିଂ କମିଟି ଗଠନ । ବିଧାନସଭାର କାର୍ଯ୍ୟ ପରିଚାଳନା, ସରକାରୀ ବିଭାଗର କାର୍ଯ୍ୟ ସମୀକ୍ଷା, ବଜେଟ୍ ବ୍ୟୟ ଓ ଲୋକଧନର ଉପଯୋଗ ଉପରେ ନଜର ରଖିବା ପାଇଁ ଏହି କମିଟିଗୁଡ଼ିକ ଗଠନ କରାଯାଇଛି । ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ଏକାଧିକ ବିଜ୍ଞପ୍ତି ପ୍ରକାଶ ପାଇଛି । ସର୍ବାଧିକ ଗୁରୁତ୍ୱପୂର୍ଣ୍ଣ  ପିଏସି କମିଟି ଅଧ୍ୟକ୍ଷ ହେଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କୁ ଦାୟିତ୍ବ ମିଳିଛି । କମିଟିରେ ରାମ ଚନ୍ଦ୍ର କାଡାମ, ଅରୁଣ ସାହୁ, ଗଣେଶ୍ଵର ବେହେରା, ସନାତନ ବିଜୁଳିଙ୍କ ସମେତ ୧୧ ବିଧାୟକ ସଦସ୍ୟ ରହିଛନ୍ତି । ସେହିଭଳି ପ୍ରିଭିଲେଜ କମିଟିର ଅଧ୍ୟକ୍ଷ ଜୟନାରାୟଣ ମିଶ୍ର ରହିଥିବା ବେଳେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ, ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ ସଦସ୍ୟ ଅଛନ୍ତି ।

ସେହିଭଳି ୧୦ଟି ଷ୍ଟାଣ୍ଡିଙ୍ଗ କମିଟି ଘୋଷଣା କରିଛନ୍ତି ବାଚସ୍ପତି । ଷ୍ଟାଣ୍ଡିଂ କମିଟି ୧ର ଅଧ୍ୟକ୍ଷ ସିଦ୍ଧାନ୍ତ ମହାପାତ୍ର, ୨ର ଅଧ୍ୟକ୍ଷ ସନ୍ତୋଷ ଖଟୁଆ, ୩ର ବାବୁ ସିଂ, ୫ର ବିଭୁତି ପ୍ରଧାନ, ୬ର ରାମ ଚନ୍ଦ୍ର କାଡାମ, ୯ର ସନାତନ ବିଜୁଳି ଏବଂ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ପୁନର୍ବାର ୨୦୨୬-୨୭ ବର୍ଷ ପାଇଁ ଷ୍ଟାଣ୍ଡିଂ କମିଟି ୧୦ର ଅଧକ୍ଷ ଭାବେ ଚୟନ କରାଯାଇଛି । ଲାଇବ୍ରେରୀ କମିଟିର ଅଧକ୍ଷ ଭାବେ ଆକାଶ ଦାସ ନାୟକ ଚୟନ ହୋଇଥିବା ବେଳେ ସଦସ୍ୟ ଭାବେ ସ୍ଥାନ ପାଇଛନ୍ତି ୧୧ ନିଲମ୍ବିତ ବିଧାୟକ ।