SMEOdisha - The Sakala

ଏଣିକି ରାଜ୍ଯରେ ସକାଳୁଆ ସ୍କୁଲ
ଭୁବନେଶ୍ବର: ଏପର୍ଯ୍ୟନ୍ତ ଫେବୃଆରୀ ମାସ ଶେଷ ହୋଇ ନାହିଁ। କିନ୍ତୁ ଖରା ତାତିରେ କାନମୁଣ୍ଡ ଝାଇଁ ଝାଇଁ ହୋଇଯାଉଛି।  ଭୁବନେଶ୍ୱର ରାଜ୍ୟ ସବୁଠାରୁ ଉତ୍ତପ୍ତ ସହର ପାଲଟିଛି । ଆସନ୍ତା ଏକ ସପ୍ତାହ ପର୍ଯ୍ୟନ୍ତ ପାରଦ ବଢ଼ି ଚାଲିବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି।  ଖରାକୁ ଦେଖି ସକାଳୁଆ ସ୍କୁଲ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ନବମ ଓ ଏକାଦଶ ଶ୍ରେଣୀ ସକାଳ ୭ଟାରୁ ୯ଟା ଯାଏ ଚାଲିବ। ସେହିପରି ଦଶମ ଓ ଦ୍ୱାଦଶ ଶ୍ରେଣୀ ସକାଳ ୯ଟାରୁ ଦିନ ୧ଟା ଯାଏ ଚାଲିବ। ଏନେଇ ସବୁ ଡିଇଓମାନଙ୍କୁ ଗଣଶିକ୍ଷା ଅତିରିକ୍ତ ସଚିବ ଚିଠି କରିଥିବା ଜଣାପଡ଼ିଛି।ରାଜ୍ୟରେ ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଅନ୍ଯପକ୍ଷରେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ପ୍ରସ୍ତୁତ ରହିବା ସହ ସଚେତନତା କାର୍ଯ୍ୟକ୍ରମ ହାତକୁ ନେବା ପାଇଁ  ସ୍ୱତନ୍ତ୍ର ରିଲିଫ୍‍ କମିସନର ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି।