Ratha Yatra Puri - The Sakala

ରଥଯାତ୍ରାର ଆଜି ଦ୍ବିତୀୟ ଦିନ: ଜନ ସମୁଦ୍ର ବଡଦାଣ୍ଡ, ଅଧାରେ ଅଟକିଥିବା ତିନିରଥକୁ ଟାଣି ନେଉଛନ୍ତି ଲକ୍ଷଲକ୍ଷ ଭକ୍ତ..
ପୁରୀ: ନବଦିନାତ୍ମକ ଯାତ୍ରାରେ ଚତୁର୍ଦ୍ଧାମୂର୍ତ୍ତି । ଭାଇଭଉଣୀଙ୍କୁ ସାଙ୍ଗରେ ନେଇ ଶ୍ରୀଗୁଣ୍ଡିଚା ଅଭିମୁଖେ ଦାରୁଦିଅଁ । ୫୩ ବର୍ଷ ପରେ ପଡ଼ିଛି ଦୁର୍ଲ୍ଲଭ ଯୋଗ । ଗତକାଲି ଅଣସର ଘରୁ ପହଣ୍ଡି ହୋଇ ଆସିଥିଲେ ମହାପ୍ରଭୁ । ପରେ ନବଯୌବନ ଦର୍ଶନ ନହୋଇ ରଥାଋଢ ଠାକୁରଙ୍କୁ ଦର୍ଶନ କରିଥିଲେ ଶ୍ରଦ୍ଧାଳୁ । ଗତକାଲି ପ୍ରଥମ ଦିନରେ ରଥଟଣା ହୋଇଥିବାବେଳେ ମରିଚିକୋଟ ଛକରେ ତାଳଧ୍ବଜ ରଥ, ରାଜ ନଅର ସମ୍ମୁଖରେ ଦର୍ପଦଳନ ଓ ଶ୍ରୀମନ୍ଦିର ଦୁଇପାଦ ଆଗରେ ଅଟକି ରହିଛନ୍ତି ମହାପ୍ରଭୁଙ୍କ ନନ୍ଦିଘୋଷ ରଥ । ଆଜି ରଥ ଉପରେ ଶ୍ରୀଜିଉଙ୍କ ନୀତିକାନ୍ତି ପରେ ପୁଣି ରଥଟଣା ଆରମ୍ଭ ହୋଇଛି। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥ ଗଡ଼ିଛି। ଘଣ୍ଟଘଣ୍ଟା ବାଦ୍ୟରେ ପ୍ରକମ୍ପିତ ହେଉଛି ବଡଦାଣ୍ଡ । ତାଳଧ୍ବଜ ରଥକୁ ଟାଣିଟାଣି ନେଉଛନ୍ତି ଲକ୍ଷଲକ୍ଷ ଭକ୍ତ ଓ ଶ୍ରାଦ୍ଧାଳୁ । ପରେପରେ ମାଆ ସୁଭଦ୍ରାଙ୍କ ଦର୍ପଦଳନ ରଥ ପରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଟଣା ଆରମ୍ଭ ହୋଇଛି।

ସମୁଦ୍ର କୂଳରେ ପ୍ରାତଃ ଭ୍ରମଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ପୁରୀ: ସୋମବାର ସକାଳୁ ସମୁଦ୍ର କୂଳରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରାତଃ ଭ୍ରମଣ କରୁଥିବାର ଦେଖିବାକୁ ମିଳିଛି। ପୁରୀ ରାଜଭବନ ପଛ ପାଖରେ ଥିବା ବ୍ଲୁ ଫ୍ଲାଗ ବିଚରେ ରାଷ୍ଟ୍ରପତି ମର୍ଣ୍ଣିଂ ୱାକ୍ କରିଛନ୍ତି। ସମୁଦ୍ର କୂଳରେ ରାଷ୍ଟ୍ରପତି ଅନେକ ବାଟ ଚାଲିଥିଲେ । ସମୁଦ୍ର ବାଲିରେ ବୁଲି କିଛି ସମୟ ବିତାଇବା ପରେ ପୁଣି ରାଜଭବନକୁ ଫେରିଯାଇଥିଲେ । ଏହି ସମୟରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିଲା । ରାଷ୍ଟ୍ରପତିଙ୍କ ପ୍ରାତଃ ଭ୍ରମଣ ସମୟରେ କୌଣସି ପର୍ଯ୍ୟଟକଙ୍କୁ ସମୁଦ୍ର କୂଳକୁ ଯିବାକୁ ଅନୁମତି ଦିଆଯାଇନଥିଲା ।

ପ୍ରାତଃଭ୍ରମଣର ପରେ ମହାମହିମ କହିଛନ୍ତି ଯେ, ଏମିତି କିଛି ସ୍ଥାନ ରହିଛି ଯେଉଁଠି ଆମକୁ ମାନସିକ ଶାନ୍ତି ମିଳିବା ସହ ଅଦ୍ଭୁତ ଆନନ୍ଦ ଆଣିଦିଏ । ପର୍ବତ, ଜଙ୍ଗଲ, ନଦୀ ଏବଂ ସମୁଦ୍ର କୂଳ ଆମ ଭିତରେ କିଛି ଗଭୀରତାକୁ ଆକର୍ଷିତ କରେ । ଆଜି ସମୁଦ୍ର କୂଳରେ ଭ୍ରମଣ ବେଳେ କୋମଳ ପବନ, ସମୁଦ୍ରର ଗର୍ଜନ ଏବଂ ଜଳର ବିସ୍ତାର ଏକ ଅଦ୍ଭୁତ ମିଳନ ଅନୁଭବ କରିଲି । ଗତକାଲି ମହାପ୍ରଭୁଙ୍କ ଦର୍ଶନ କରି ମୋ ଭିତରେ ଏକ ଗଭୀର ଆଭ୍ୟନ୍ତରୀଣ ଶାନ୍ତି ଆଣି ଦେଇଥିଲା ।

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆଜି, ବ୍ୟବସ୍ଥାବଳୀରେ ବାଜିବ ମୋହର
ପୁରୀ: ମଙ୍ଗଳବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହେବ। ନୀଳାଦ୍ରି ଭକ୍ତନିବାସ ପରିସରରେ ପୂର୍ବାହ୍ନ ୧୧ଟାରେ ଗଜପତି ମହାରାଜା ଦିବ୍ୟସିଂହଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ରଥଯାତ୍ରା ଏବଂ ବାହୁଡ଼ା ଯାତ୍ରାର ନୀତି ନିର୍ଘଣ୍ଟ ହେବ। ଏଥିସହ ରଥଯାତ୍ରା ଏବଂ ବାହୁଡ଼ା ଯାତ୍ରା ବ୍ୟବସ୍ଥାବଳୀ ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇ ତାହାକୁ ଅନୁମୋଦନ କରାଯିବ। ସ୍ନାନ ପୂର୍ଣ୍ଣିମା ଶେଷ ହୋଇଛି।

ତେଣୁ ବୈଠକରେ ରଥଯାତ୍ରା, ହେରାପଞ୍ଚମୀ, ସନ୍ଧ୍ୟା ଦର୍ଶନ, ବାହୁଡ଼ା ଯାତ୍ରା, ସୁନାବେଶ, ଅଧରପଣା ଓ ନୀଳାଦ୍ରିବିଜେ ନୀତିକାନ୍ତି ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯିବ। ଏବର୍ଷ ଅଧିକ ଭକ୍ତଙ୍କ ସମାଗମ ହେବା ସମ୍ଭାବନା ଥିବାରୁ ଏହାକୁ ଦୃଷ୍ଟିରେ ରଖି ନୀତିକାନ୍ତି କିପରି ନିର୍ଘଣ୍ଟ ସମୟରେ ସମ୍ପନ୍ନ ହେବ, ତାହା ଉପରେ ଆଲୋଚନା ହେବ। ସେହିପରି ରଥଯାତ୍ରା ଏବଂ ବାହୁଡ଼ା ଯାତ୍ରା ବ୍ୟବସ୍ଥାବଳୀକୁ ମଧ୍ୟ ଅନୁମୋଦନ ଦିଆଯିବ। ବ୍ୟବସ୍ଥାବଳୀ ଅନୁଯାୟୀ, ଶ୍ରୀମନ୍ଦିର ସେବାୟତ ଏବଂ କର୍ମଚାରୀମାନେ କାମ କରିବେ। ଏଥିରେ ଯାହା ଉଲ୍ଲେଖ ରହିବ, ତାହାକୁ ଯେପରି କୌଣସି ସେବାୟତ କିମ୍ବା କର୍ମଚାରୀ ଉଲ୍ଲଂଘନ ନ କରିବେ, ତା’ ଉପରେ ଗୁରୁତ୍ୱ ଦିଆଯିବ।

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ପ୍ରଥମ ପ୍ରସ୍ତୁତି ବୈଠକ
ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆଜି ପ୍ରଥମ ପ୍ରସ୍ତୁତି ବୈଠକ ସର୍କିଟ ହାଉସ ସମ୍ମିଳନୀ କକ୍ଷରେ ବସିଛି । ବୈଠକରେ ଅକ୍ଷୟ ତୃତୀୟାଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ନୀତି, ରଥକାଠ, ତୀର୍ଥ ପୁଷ୍କରିଣୀ ସଫେଇ, ରଥ ନିର୍ମାଣ, ସ୍ବାସ୍ଥ୍ୟ ଓ ପରିମଳ, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍, ପରିବହନ ଓ ରେଳସେବା, ଡ୍ରେନେଜ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ହେଉଛି। ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ସବୁ ବିଭାଗ କିଭଳି ପ୍ରସ୍ତୁତି କରିଛନ୍ତି ଓ ଟାର୍ଗେଟ ସମୟ ମଧ୍ୟରେ କାର୍ଯ୍ୟ କିଭଳି ଠିକ୍ ଭାବେ ସମ୍ପାଦନ କରିବେ, ସେ ସମ୍ପର୍କରେ ଆଲୋଚନା କରାଯାଉଛି।

ସରିଲା ଛେରାପହଁରା ନୀତି, ଆଉ କିଛି ସମୟ ପରେ ଆରମ୍ଭ ହେବ ରଥଟଣା
ପୁରୀ: ଶେଷ ହେଲା ତିନି ଠାକୁରଙ୍କ ଛେରାପହଁରା ନୀତି। ରଥଯାତ୍ରାର ଅନ୍ୟତମ ଆକର୍ଷଣୀୟ ନୀତି ଛେରାପହଁରା ନୀତି କରିବାକୁ ଶ୍ରୀନଅରରୁ ତାମ୍‌ଜାନ୍‌ ବସି ଗଜପତି ମହାରାଜ ରଥ ଖଳାକୁ ଆସିଥିଲେ। ରାଜବେଶରେ ଗଜପତି ମହାରାଜ ଗୋଟିଏ ପରେ ଗୋଟିଏ ରଥରେ ଛେରାପହଁରା ନୀତି ସମ୍ପାଦନ କରିଥିଲେ। ଏବେ ତିନି ରଥରେ ଘୋଡା ଏବଂ ଦଉଡି ବନ୍ଧା କାର୍ଯ୍ୟ ଚାଲିଛି। ଏହାପୂର୍ବରୁ ଧାଡି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତୀ ରଥ ବିଜେ କରିଥିଲେ। ପ୍ରଥମେ ସୁଦର୍ଶନ ମହାପ୍ରଭୁ ପହଣ୍ଡି ହୋଇ ରଥାରୂ ହେବା ପରେ ଶ୍ରୀବଳଭଦ୍ର ଓ ପରେ ହେଲା ଦେବୀ ସୁଭଦ୍ରାଙ୍କ ପହଣ୍ଡି। ପରେ ଶେଷରେ ପହଣ୍ଡିରେ ଆସିଥିଲେ କାଳିଆ ସାଆନ୍ତ।

ଶୃଙ୍ଖଳିତ ରଥଯାତ୍ରା ସହ ଭକ୍ତମାନେ ଭଲ ଅନୁଭୂତି ନେଇ ଫେରିବା ଉପରେ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ବର: ଆଜି ଅନୁଷ୍ଠିତ ହୋଇଥିହା ରଥଯାତ୍ରାର ଶେଷ ସମନ୍ୱୟ ବୈଠକ ଶେଷ ହୋଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲରେ ଯୋଗଦେଇ ରଥଯାତ୍ରା ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। । ଶୃଙ୍ଖଳିତ ରଥଯାତ୍ରାକୁ ଗୁରୁତ୍ବ ଦିଆଯାଇଛି।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ, ରଥଯାତ୍ରା ସୁରୁଖରେ କରିବା ଆମ ଦାୟିତ୍ବ । ସମସ୍ତଙ୍କ ସହଯୋଗରେ ଶୃଙ୍ଖଳିତ ରଥଯାତ୍ରା ପାଇଁ ପରାମର୍ଶ ଦେଇଛନ୍ତି। ଦେଶ ବିଦେଶରୁ ଲକ୍ଷଲକ୍ଷ ଶ୍ରାଦ୍ଧାଳୁ ଉପସ୍ଥିତ ରହିବେ। ଭକ୍ତମାନେ ଭଲ ଅନୁଭୂତି ନେଇ ଫେରିବା ଉପରେ ଦୃଷ୍ଟି ଦେବା। ସମସ୍ତଙ୍କ ସେବା ଓ ସମର୍ପଣ ମନୋଭାବ ଏହାକୁ ସଫଳ କରିବ । ମହାପ୍ରଭୁଙ୍କ ଆଶୀର୍ବାଦ ସବୁବେଳେ ଆମ ସହିତ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହି ବୈଠକରେ ଶ୍ରୀ ମନ୍ଦିରର ମୁଖ୍ୟ ପ୍ରଶାସକ,  ମନ୍ତ୍ରୀ, ଅଧିକାରୀ, ସେବାୟତ, ବୁଦ୍ଧିଜୀବୀ ପ୍ରମୁଖ ଯୋଗଦେଇଥିଲେ। ଆସନ୍ତା ୨୦ ତାରିଖ ରଥଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଚାଲିଛି। ଏଥର ଅଧିକ ଶ୍ରଦ୍ଧାଳୁ ସମାଗମ ହେବା ସମ୍ଭାବନା ରହିଛି।  ଅଧିକ କ’ଣ କଲେ ରଥଯାତ୍ରା ଶୃଙ୍ଖଳିତ ହୋଇପାରିବ ଏବଂ ଭକ୍ତମାନେ ଭଲ ଭାବେ ଦର୍ଶନ କରିବେ ତାହା ଉପରେ ଆଲୋଚନା କରାଯାଇଛି।

ରଥଯାତ୍ରା ସମୟରେ ଡ୍ରୋନ କ୍ୟାମେରା ଉଡାଣ ନେଇ ପୁରୀ ପୁଲିସର ସ୍ୱତନ୍ତ୍ର କଟକଣା
ଭୁବନେଶ୍ବର: ପୁରୀରେ ରଥଯାତ୍ରା ବେଳେ ଡ୍ରୋନ ଉଡ଼ାଣ ଉପରେ ଲାଗିଲା କଟକଣା।  ଏ ନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି ପୁରୀ ପୁଲିସ।

ଟ୍ୱିଟରେ କୁହାଯାଇଛି, ଶ୍ରୀଜଗନ୍ନାଥ ମନ୍ଦିର ରେଡ୍‌ ଜୋନ୍‌ରେ ଯାଉଛି। ତେଣୁ ଡ୍ରୋନ ଉଡ଼ାଣ ମନା। ବିନା ଅନୁମତିରେ କେହି ଡ୍ରୋନ ଉଡ଼ାଇ ପାରିବେ ନାହିଁ। ୩ ରଥ ପାଖରେ ଓ ଗୁଣ୍ଡିଚା ମନ୍ଦିର ଉପରେ ମଧ୍ୟ ଉଡ଼ାଣ ମନା। ପୂର୍ବରୁ ନିୟମ ଉଲ୍ଲଙ୍ଘନ କରି ୟୁଟ୍ୟୁବର ଗିରଫ ହୋଇଛନ୍ତି। ରଥଯାତ୍ରା ବେଳେ ଫଟୋ ଓ ଭିଡିଓ ପାଇଁ ଏପରି କରାଯିବାର ନଜିର ଅଛି। ଯଦି କେହି ନିର୍ଦ୍ଦେଶ ଅମାନ୍ୟ କରନ୍ତି ଡ୍ରୋନ ରୁଲ୍‌ ଅନୁସାରେ ଦଣ୍ଡିତ ହେବେ ବୋଲି ଟ୍ୱିଟ୍‌ରେ କୁହାଯାଇଛି।

ସୂଚନା ଅନୁଯାୟୀ, ଜୁନ୍‌ ୨୦ ତାରିଖରେ ପଡ଼ୁଛି ମହାପ୍ରଭୁଙ୍କ ଘୋଷଯାତ୍ରା। ସେଥିପାଇଁ ରଥ ନିର୍ମାଣ ଜୋରଦାର ଚାଲିଛି।

ରଥଯାତ୍ରାକୁ ଶୃଙ୍ଖଳିତ ଓ ସୁପରିଚାଳନା ପାଇଁ ପ୍ରସ୍ତୁତି ବୈଠକ, ସୁରକ୍ଷା ବ୍ୟବସ୍ଥାକୁ ତଦାରଖ ପାଇଁ ନିୟୋଜିତ ହେବେ ବରିଷ୍ଠ ପୁଲିସ ଅଧିକାରୀ
ପୁରୀ: ଆସନ୍ତା ଜୁନ ମାସ ୨୦ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଶ୍ରୀ ଜଗନ୍ନାଥ ମନ୍ଦିର ପରମ୍ପରା ଅନୁଯାୟୀ ଶ୍ରୀଜୀଉଙ୍କ ରୀତିନୀତି ବିଭିନ୍ନ ତାରିଖରେ ପାଳନ କରାଯିବ। ଶ୍ରୀଜୀଉଙ୍କ ଗୁରୁତ୍ୱପୂର୍ଣ୍ଣ ରୀତିନୀତି ମଧ୍ୟରେ ଜୁନ ୧୯ ତାରିଖରେ ନବଯୌବନ ଦର୍ଶନ, ଜୁନ ୨୦ ତାରିଖରେ ରଥଯାତ୍ରା, ୨୮ ରେ ବାହୁଡା ଯାତ୍ରା, ୨୯ ରେ ସୁନାବେଶ ଓ ଜୁଲାଇ ୧ ତାରିଖରେ ନୀଳାଦ୍ରିବିଜେ ଅନୁଷ୍ଠିତ ହେବ । ଏହି ଉପଲକ୍ଷେ ଦେଶ ବିଦେଶରୁ ଲକ୍ଷାଧିକ ଭକ୍ତ ପୁରୀରେ ସମାଗମ ହେବେ ।

ସ୍ନାନଯାତ୍ରା ଠାରୁ ରଥଯାତ୍ରା ପର୍ଯ୍ୟନ୍ତ ସମସ୍ତ ନୀତିକୁ ଅନୁମୋଦନ ମିଳିଛି। ଏଥିସହ ଗୁରୁକୁଳ ସମ୍ବନ୍ଧରେ ମଧ୍ୟ ଆଲୋଚନା ହୋଇଛଇ। ଶ୍ରୀମନ୍ଦିର କାର୍ଯ୍ୟାଳୟ ର ସୁଦୃଢ଼ୀ କରଣ। ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଅଳ୍ପ ଦିନ ମଧ୍ୟରେ ସମ୍ପୂର୍ଣ ହେବ । ବାହାର କାର୍ଯ୍ୟ ଉପରେ ପ୍ରାଥମିକତା ଦିଆଯାଇଛି। ନୀତିକୁ ଶୃଙ୍ଖଳିତ ସହ ଦର୍ଶନ ବ୍ୟବସ୍ଥିତକୁ ଶୃଙ୍ଖଳିତ ନେଇ ଆଲୋଚନା ହୋଇଛି।

ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା କରିବା ନିମନ୍ତେ ଆଜି ପୂର୍ବାହ୍ନରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟାଳୟଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଡିଜିପି ଶ୍ରୀ ସୁନୀଲ କୁମାର ବଂଶଲ ଅଧ୍ୟକ୍ଷତା କରି ରଥଯାତ୍ରା ପାଇଁ ସକ୍ରିୟ ଓ ଅଧିକ ସଜାଗ ରହିବାକୁ ବରିଷ୍ଠ ପୁଲିସ ଅଧିକାରୀ ମାନଙ୍କୁ  ନିର୍ଦ୍ଦେଶ ଦେଇଥିଲେ। ଏହାପରେ ବିଭିନ୍ନ ସୁରକ୍ଷା ବନ୍ଦୋବସ୍ତ ବିଷୟରେ ବୈଠକରେ ଆଲୋଚନା ହୋଇଥିଲା । ରଥଯାତ୍ରା ନିମନ୍ତେ ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରିବା ସହ ବରିଷ୍ଠ ପୁଲିସ ଅଧିକାରୀମାନେ ସ୍ଵତନ୍ତ୍ର କାର୍ଯ୍ୟ ପାଇଁ ନିୟୋଜିତ ହେବେ। ଆବଶ୍ୟକତା ଅନୁଯାୟୀ ବମ୍ ନିଷ୍କ୍ରିୟକାରୀ ଦଳ, ଏଚ୍ଏଚ୍ଏମଡି, ଡିଏମ୍ଏଫଡି, ମେଟାଲ ଡିଟେକ୍ଟର ଓ କାଉଣ୍ଟର ଗୁଇନ୍ଦା ସ୍କ୍ବାର୍ଡଙ୍କୁ ନିୟୋଜିତ କରାଯିବ।  ଭିଭିଆଇପିମାନଙ୍କ ସୁରକ୍ଷା ନିମନ୍ତେ ସ୍ଵତନ୍ତ୍ର ବ୍ୟବସ୍ଥା କରାଯିବ। ସହରର ବିଭିନ୍ନ ସ୍ଥାନରେ ସିସିଟିଭି ସ୍ଥାପନ କରାଯିବ। ଟ୍ରାଫିକ ସୁପରିଚାଳନା ନିମନ୍ତେ ରୋଡ ଡିଭାଇଡର, ଡ଼ିଲିନେଟର ଓ ଟ୍ରାଫିକ ଜୋନ୍ସ ବ୍ୟବସ୍ଥା କାରାଯିବ। ସେହିପରି ସମୁଦ୍ର କୂଳରେ ପାଟ୍ରୋଲିଂ କଡାକଡି କରିବାକୁ ଦୃଷ୍ଟି ଦିଆଯିବ ଓ ଅସ୍ଥାୟୀ ପୁଲିସ ଆଉଟପୋଷ୍ଟ ଖୋଲାଯିବା ସମ୍ପର୍କରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା ।

ଏହି ବୈଠକରେ ଏଡିଜିପି   (ଏସଏପି)  ଆର.ପି. କୋଚେ, ଗୁଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା , ଏଡିଜିପି (ମୁଖ୍ୟାଳୟ) ଆର.କେ. ଶର୍ମା, ପୁଲିସ କମିଶନର (କଟକ–ଭୁବନେଶ୍ବର)  ସୌମେନ୍ଦ୍ର ପ୍ରିୟଦର୍ଶୀ,  ଏଡିଜିପି, କ୍ରାଇମବ୍ରାଞ୍ଚ ଅରୁଣ ବୋଥ୍ରା, ଏଡିଜିପି (ଆଇନ ଓ ଶୃଙ୍ଖଳା)  ସଞ୍ଜୟ କୁମାର, ଏଡିଜିପି (ଅପରେସନ)  ଏସ. ଦେବଦତ୍ତ ସିଂ, ଏଡିଜିପି (ରେଳବାଇ ଓ ଉପକୂଳ ସୁରକ୍ଷା)  ଦୟାଲ ଗଙ୍ଗୱାର, ଏଡିଜିପି (ଆଧୁନିକୀକରଣ) ରାଜେଶ କୁମାର, ଆଇ.ଜି. (ପ୍ରୋଭିଜନିଂ)  ୟତିନ୍ଦ୍ର କୋୟଲ,  ଆଇ.ଜି. (କ୍ରାଇମବ୍ରାଞ୍ଚ) ଅମିତେନ୍ଦ୍ର ନାଥ ସିହ୍ନା, ଆଇ.ଜି. (ଯୋଗାଯୋଗ) ଗଜଭିୟେ ସତିଶ କୁମାର ଈଶ୍ଵରଦାସ, ଆଇ.ଜି. (କେନ୍ଦ୍ରାଞ୍ଚଳ) ଆଶିଷ କୁମାର ସିଂ, ଡି.ଆଇ.ଜି. (ଗୁଇନ୍ଦା)  ଅନୁପ କୁମାର ସାହୁ, ଡି.ଆଇ.ଜି. (ଏସ.ଆଇ.ଡବ୍ଲ୍ୟୁ) ଶ୍ରୀ ଅଖିଳେଶ୍ବର ସିଂ, ଏସ.ପି. (ପୁରୀ), ଡ଼. କନୱାର ବିଶାଲ ସିଂ, ଏସ.ପି. (ମୁଖ୍ୟାଳୟ) ରାହୁଲ ଜୈନ, ଏସ.ପି. (ସିଗନାଲ), ଏସ.ପି.  (ପିଏମଟି), ଷଷ୍ଠ ବାଟାଲିୟନ କମାଣ୍ଡାଣ୍ଟଙ୍କ ସମେତ ବହୁ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ ।

ଆଜିଠୁ ରତ୍ନସିଂହାସନରେ ଦର୍ଶନ ଦେବେ କାଳିଆ ସାଆନ୍ତ : ମିଳିବ ନୀଳାଚଳ ଅବଢ଼ା, ଶ୍ରୀମନ୍ଦିରରେ ଲାଗିବ ଗହଳ ଚହଳ
ପୁରୀ : ଶେଷରେ ନୀଳକନ୍ଦରକୁ ବିଜେ କରିଛନ୍ତି ନୀଳାଦ୍ରିନାଥ। ଦେବସ୍ନାନ ପୂର୍ଣ୍ଣିମାଠାରୁ ଅର୍ଥାତ୍‍ ୨୯ ଦିନ ଧରି ଖାଲିପଡ଼ିଥିବା ରତ୍ନବେଦି ଚତୁର୍ଦ୍ଧାବିଗ୍ରହଙ୍କ ଅବସ୍ଥାନ ପରେ ପୁଣି ପୂରିଉଠିଛି। ଏହାସହିତ ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚଳିତବର୍ଷ ଘୋଷଯାତ୍ରା ପରିସମାପ୍ତି ଘଟିଛି। ଅଭିମାନିନୀ ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ରସଗୋଲା ଖୁଆଇ ମାନଭଞ୍ଜନ କରିବା ପରେ ରତ୍ନବେଦିକୁ ବିଜେ କରିଛନ୍ତି କାଳିଆ ସାଆନ୍ତ। ବୁଧବାରଠାରୁ ପୁଣି ବଡ଼ଦେଉଳରେ ଆରମ୍ଭ ହେବ ଦାରୁଦିଅଁଙ୍କ ଲୀଳାଖେଳା। ଚଳଚଞ୍ଚଳ ହେବ ରୋଷଶାଳା, ବାହାରିବ ନୀଳାଚଳ ଅବଢ଼ା। ଭକ୍ତ ପାଇବେ ମହାପ୍ରସାଦ, ଆଉ ଶ୍ରୀମନ୍ଦିରରେ ଲାଗିବ ଗହଳ ଚହଳ।

ଜୁଲାଇ ୧ ତାରିଖରେ ଆରମ୍ଭ ହୋଇଥିଲା ଚତୁର୍ଦ୍ଧାବିଗ୍ରହଙ୍କ ଶ୍ରୀଗୁଣ୍ଡିଚା ଯାତ୍ରା। ନବଦିନାତ୍ମକ ଯାତ୍ରା ସାରି ବାହୁଡ଼ାରେ ଶ୍ରୀମନ୍ଦିର ଅଭିମୁଖେ ବାହାରି ସିଂହଦ୍ୱାରରେ ପହଞ୍ଚିଥିଲେ ଦାରୁଦେବତା। ସୁନାବେଶରେ ଲକ୍ଷ ଲକ୍ଷ ଭକ୍ତଙ୍କୁ ଦର୍ଶନ ଦେଇ ଚତୁର୍ଦ୍ଦଶୀ ତିଥିରେ ରତ୍ନସିଂହାସନକୁ ବିଜେ କରିଛନ୍ତି ଦାରୁବିଗ୍ରହ। ମଙ୍ଗଳବାର ସକାଳ ୬ଟା ୫୦ ମଧ୍ୟରେ ତିନିରଥରେ ମଙ୍ଗଳ ଆଳତି ହୋଇଥିଲା। ଅବକାଶ, ଗୋପାଳ ବଲ୍ଲଭ ଓ ସକାଳଧୂପ ପୂର୍ବାହ୍ନ ୧୧ଟା ୫ ସୁଦ୍ଧା ଶେଷ ହୋଇଥିଲା। ଗୋଟିଏ ପରେ ଗୋଟିଏ ନୀତି ତ୍ୱରିତ ଗଡ଼ି ଚାଲିଥିଲା। ଅପରାହ୍ନ ୧ଟା ୨୦ ସୁଦ୍ଧା ମଧ୍ୟାହ୍ନ ଧୂପ ବଢ଼ିଥିଲା। ନୀତି ଏଭଳି ତ୍ୱରାନ୍ୱିତ ହୋଇଥିଲା ଯେ, ସନ୍ଧ୍ୟା ଆଳତି ଏବଂ ସନ୍ଧ୍ୟା ଧୂପ ନୀତି ଅପରାହ୍ନ ୨ଟା ୪୦ରେ ସରିଥିଲା। ଅପରାହ୍ନ ୧ଟା ୪୫ରେ ସନ୍ଧ୍ୟା ଆଳତି ଏବଂ ୨ଟା ୪୦ରେ ତିନିରଥରେ ସନ୍ଧ୍ୟା ଧୂପ ନୀତି ବଢ଼ିଥିଲା। ଏହାପରେ କୋଠ ସୁଅାଁସିଆମାନେ ଠାକୁରଙ୍କ ବିଜେ ପାଇଁ ରତ୍ନସିଂହାସନରେ ଚାର ବାନ୍ଧିଥିଲେ।

ବଡ଼ଓଡ଼ିଆ ମଠ ମହନ୍ତ ଅଧିକାରୀ ବଂଶୀଧର ଦାସ ଗୋସ୍ୱାମୀ ଶ୍ରୀମନ୍ଦିରରେ ପହଞ୍ଚି ରତ୍ନସିଂହାସନ ମାଜଣା କରିଥିଲେ। ମଠ ପକ୍ଷରୁ ରତ୍ନସିଂହାସନ ଉପରେ କନକମୁଣ୍ଡି ଚାନ୍ଦୁଆ ବନ୍ଧା ଯାଇଥିଲା। ଏତଦ୍‍ବ୍ୟତୀତ ନୀଳଚକ୍ରରେ ମଠ ପ୍ରଦତ୍ତ ପତିତପାବନ ବାନା ଚୁନରା ସେବକ ବାନ୍ଧିଥିଲେ। ଏପଟେ ଅପରାହ୍ନ ୪ଟା ୧୦ ସୁଦ୍ଧା ତିନିରଥରେ ଚାରମାଳ ବନ୍ଧା ସରିଥିଲା। ଗଜପତି ମହାରାଜାଙ୍କ ପ୍ରତିନିଧି ମୁଦିରସ୍ତ ଅପରାହ୍ନ ୫ଟା ୫୫ରେ ପୁଷ୍ପାଞ୍ଜଳି ପ୍ରଦାନ କରିବା ପରେ ବାଜିଥିଲା ବିଜେ କାହାଳୀ। ପ୍ରଥମେ ତାଳଧ୍ୱଜ ପରେ ନନ୍ଦିଘୋଷ ଓ ଶେଷରେ ଦେବଦଳନ ରଥରେ ପୁଷ୍ପାଞ୍ଜଳି ପ୍ରଦାନ କରିଥିଲେ ମୁଦିରସ୍ତ। ଏହାପରେ ଡୋରଲାଗି ହୋଇ ସନ୍ଧ୍ୟା ୬ଟାରେ ପହଣ୍ଡି ଆରମ୍ଭ ହୋଇଥିଲା। ହରିବୋଲ, ହୁଳହୁଳି ଓ ଜୟଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା ସିଂହଦ୍ୱାର।

ନନ୍ଦିଘୋଷ ରଥରୁ ମଦନମୋହନ ଓ ତାଳଧ୍ୱଜ ରଥରୁ ରାମ, କୃଷ୍ଣଙ୍କୁ ମହାଜନ ସେବକମାନେ ହାତରେ ଦକ୍ଷିଣୀ ଘରକୁ ବିଜେ କରାଇଥିଲେ। ଏହାପରେ ଆରମ୍ଭ ହୋଇଥିଲା ଚତୁର୍ଦ୍ଧାବିଗ୍ରହଙ୍କ ପହଣ୍ଡି। ଗୋଟି ପହଣ୍ଡିରେ ରଥରୁ ନୀଳକନ୍ଦର ଅଭିମୁଖେ ବାହାରିଥିଲେ ଠାକୁର। ପ୍ରଥମେ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ପହଣ୍ଡି ସାଢେ ୬ଟାରେ ହୋଇଥିଲା। ସେବକମାନେ ସୁଦର୍ଶନଙ୍କୁ ରତ୍ନସିଂହାସନରେ ବିଜେ କରାଇବା ପରେ ସନ୍ଧ୍ୟା ୭ଟା ୫ରେ ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ପହଣ୍ଡି ହୋଇଥିଲା। ରଥ ସିଂହାସନରୁ ଓହ୍ଲାଇବା ପରେ ଚାରମାଳ ଆରମ୍ଭରେ ଠାକୁରଙ୍କ ଶ୍ରୀମସ୍ତକରେ ଟାହିଆ ଲାଗି କରାଯାଇଥିଲା। ପତିମହାପାତ୍ର ବନ୍ଦାପନା ସାରିବା ପରେ ପଣା ଭୋଗ ହୋଇ ସୁସଜ୍ଜିତ ଟାହିଆ ହଲାଇ ବଡ଼ଠାକୁର ରତ୍ନବେଦୀ ଅଭିମୁଖେ ଯାଇଥିଲେ। ଏହାପରେ ରାତି ୮ଟା ୫୦ରେ ଦେବୀ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଶେଷରେ ରାତି ୯ଟା ୪୫ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଟାହିଆ ଧାରଣ କରିବା ପରେ ଝୁଲି ଝୁଲି ରଥ ତଳକୁ ଓହ୍ଲାଇଥିଲେ ମହାପ୍ରଭୁ।

କାଳିଆ ସାଆନ୍ତ ରଥରୁ ଓହ୍ଲାଉଥିବା ଦେଖି ଲକ୍ଷ୍ମୀ ସାଆନ୍ତାଣୀ ଚାହାଣୀ ମଣ୍ଡପକୁ ବିଜେ କରିଥିଲେ। ଭେଟ ମଣ୍ଡପରୁ ଭିତରଚ୍ଛ ମହାପାତ୍ର ମହାଲକ୍ଷ୍ମୀଙ୍କୁ ମହାପ୍ରଭୁଙ୍କ ସହ ଭେଟ କରାଇଥିଲେ। ଏହାପରେ ଶ୍ରୀଜଗନ୍ନାଥ ରତ୍ନସିଂହାସନ ଅଭିମୁଖେ ବାହାରିଥିଲେ। କିନ୍ତୁ ବିବାହ ପରେ ମହାପ୍ରଭୁ ଲକ୍ଷ୍ମୀ ଠାକୁରାଣୀଙ୍କୁ ଛାଡ଼ି ଭାଇଭଉଣୀଙ୍କୁ ସାଥୀରେ ଧରି ଘୋଷଯାତ୍ରାରେ ପଳାଇଥିବାରୁ ମନଉଣା କରିଥିଲେ ଲକ୍ଷ୍ମୀ ସାଆନ୍ତାଣୀ। ତେଣୁ ଅଭିମାନରେ ସିଂହଦ୍ୱାରକୁ ବନ୍ଦ କରିଦେଇଥିଲେ। କିଛି ସମୟ ପରେ ସିଂହଦ୍ୱାର ଖୋଲି ଭିତରକୁ ପଳାଇଥିଲେ ମହାଲକ୍ଷ୍ମୀ। ଏହାପରେ ଶ୍ରୀମନ୍ଦିର ଭିତରକୁ ବିଜେ କରିଥିଲେ ମହାପ୍ରଭୁ। କିନ୍ତୁ ସେତେବେଳେ ଜୟ ବିଜୟ ଦ୍ୱାର ବନ୍ଦ ରହିଥିଲା। ସେଠାରେ ବଚନିକା ସରିବା ପରେ ଶ୍ରୀଜଗନ୍ନାଥଙ୍କର ଭଣ୍ଡାର ଘର ନିକଟରେ ଲକ୍ଷ୍ମୀଙ୍କ ସହିତ ଭେଟ ହୋଇଥିଲା। ସେଠାରେ ବିବାହର ଗଇଁଠାଳ ଫିଟାଯାଇଥିଲା। ଏହି ନୀତିକୁ ଭିତରଚ୍ଛ ମହାପାତ୍ର ସମ୍ପାଦନ କରିଥିଲେ। ଏହାପରେ ସେଠାରେ ବନ୍ଦାପନା ଏବଂ ରସଗୋଲା ଭୋଗ ହୋଇଥିଲା। ଅର୍ଥାତ୍‍ କାଳିଆ ସାଆନ୍ତ ରସଗୋଲା ଖୁଆଇ ଲକ୍ଷ୍ମୀ ସାଆନ୍ତାଣୀଙ୍କ ମାନଭଞ୍ଜନ କରିଥିଲେ। ଘଷାବିଡ଼ିଆ ଓ ମଣୋହି ପରେ ମହାପ୍ରଭୁ ରତ୍ନସିଂହାସନକୁ ବିଜେ କରିଥିଲେ।

ଶରଧାବାଲିରେ ଗଡିଲା ୩ ରଥ : ଲକ୍ଷଲକ୍ଷ ଭକ୍ତଙ୍କ ଜୟ ଜଗନ୍ନାଥ ଧ୍ୱନିରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ତ
ପୁରୀ : ଆରମ୍ଭ ହେଲା ରଥ ଟଣା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହାରିଲେ ମହାବାହୁ । ଶରଧାବାଲିରୁ ବାହାରିଛି ୩ ରଥ। ଗଜପତି ମହାରାଜ ଛେରାପହଁରା କରିବା ପରେ ପ୍ରଥମେ ଗଡ଼ିଲା ଶ୍ରୀବଳଭଦ୍ରଙ୍କ ତାଳଧ୍ୱଜ ରଥ । ପରେ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ଓ ଶେଷରେ ନନ୍ଦିଘୋଷରେ ବିଜେ କରି ଆସୁଛନ୍ତି କାଳିଆ ଠାକୁର । ଶ୍ରୀମନ୍ଦିର ଅଭିମୁଖେ ୩ ଠାକୁରଙ୍କ ରଥଟଣା ଆରମ୍ଭ ହୋଇଛି । ବଡ଼ଦାଣ୍ଡ ଲୋକାରଣ୍ୟ ହୋଇଛି। ୩ ଠାକୁରଙ୍କୁ ରଥରେ ଦର୍ଶନ କରି ଭାବ ବିହ୍ୱଳ ହୋଇପଡୁଛନ୍ତି ଭକ୍ତ ।

ଏ ଦୁର୍ଲଭ ଦର୍ଶନ ବର୍ଷକରେ ଥରେ ଦେଖିବାକୁ ମିଳିଥାଏ । ରଥାରୁଢ ଚତୁର୍ଦ୍ଧା ମୂର୍ତ୍ତୀଙ୍କୁ ସ୍ବଚକ୍ଷୁରେ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ହୋଇଥାଏ ବୋଲି ବିଶ୍ୱାସ ରହିଛି । ବଡ଼ ଦାଣ୍ଡରେ ପାଦ ରଖି ରଥ ଦଉଡିକୁ ଛୁଇଁ ଦେଲେ ସବୁ ପାପ ଧୋଇ ହୋଇଯାଏ । ଦାରୁ ବ୍ରହ୍ମଙ୍କ ଦର୍ଶନ ପାଇ ଭକ୍ତ ଆତ୍ମ ତୃପ୍ତି ହୋଇଛି । ଭୋର ୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିବା ବେଳେ ଏବେ ପହଣ୍ଡି ସରିବାର ନୀତି ସମ୍ପର୍ଣ୍ଣ ହୋଇ ରଥ ଟଣା ଆରମ୍ଭ ହୋଇଛି ।

ବାହୁଡ଼ା ଯାତ୍ରା ପାଇଁ ନିର୍ଘଣ୍ଟ ନୀତି ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ସାଢ଼େ ୪ଟାରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ସାଢ଼େ ୫ଟାରେ ଦ୍ବାରପାଳ ପୂଜା ଓ ବେଶ ଶେଷ ହେବ। ୫ଟା ୪୫ରୁ ୬ଟା ୪୫ ଭିତରେ ଗୋପାଳବଲ୍ଲଭ ଓ ସକାଳଧୂପ(ଖେଚୁଡ଼ି ଭୋଗ) ନୀତି ସମ୍ପନ୍ନ ହେବ। ସକାଳ ୭ଟାରେ ଦଇତାପତି ସେବକମାନେ ସେନାପଟା ଲାଗି ପାଇଁ ପ୍ରବେଶ କରିବେ। ପୂର୍ବାହ୍ଣ ସାଢ଼େ ୧୧ଟା ସୁଦ୍ଧା ସେନାପଟା ଲାଗି ଶେଷ ପରେ ୧୧ଟା ୪୫ରେ ମଙ୍ଗଳାର୍ପଣ ହୋଇ ବାହୁଡ଼ା ପହଣ୍ଡି ଆରମ୍ଭ ହେବ। ମଧ୍ୟାହ୍ନ ୧୨ଟାରୁ ଅପରାହ୍ଣ ସାଢ଼େ ୨ଟା ଭିତରେ ବାହୁଡ଼ା ପହଣ୍ଡି ଶେଷ ପରେ ରଥ ଉପରେ ଅପରାହ୍ଣ ୧ଟାରୁ ସାଢ଼େ ୨ଟା ଭିତରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ବେଶ ଶେଷ ହେବ। ସାଢ଼େ ୨ଟାରୁ ସାଢ଼େ ୩ଟା ଭିତରେ ଛେରାପହଁରା ନୀତି ଅନୁଷ୍ଠିତ ହେବ। ଅପରାହ୍ଣ ୩ଟାରୁ ୪ଟା ଭିତରେ ଚାରମାଳ ଫିଟିବା ଓ ଘୋଡ଼ାଲାଗି କାର୍ୟ୍ୟ ସମ୍ପନ୍ନ ହେବ। ପରେ ଅପରାହ୍ଣ ୪ଟାରେ ରଥଟଣା ଆରମ୍ଭ ହେବା ସ୍ଥିରୀକୃତ ହୋଇଥିଲା। ହେଲେ ଏହା ପୂର୍ବରୁ ରଥଟଣା ଆରମ୍ଭ ହୋଇଯାଇଛି।

ବଡ ଦାଣ୍ଡରେ ରଥ ଟାଣିଲେ ମୁଖ୍ଯମନ୍ତ୍ରୀ
ପୁରୀ: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ହେଉଛି ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ । ଦୁଇ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଭକ୍ତଙ୍କୁ ଅନୁମତି ମିଳିଥିବାରୁ ଜନସମୁଦ୍ରରେ ପରିଣତ ହୋଇଛି ବଡ଼ଦାଣ୍ଡ । ତେବେ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ପୁରୀ ଯାଇ ରଥ ଟାଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍ ମଧ୍ୟ ରଥ ଟାଣିଛନ୍ତି ।

ଏଥିସହ ଆଜି ପୁରୀ ଗସ୍ତରେ ଯାଇ ପ୍ରଥମେ ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ପଟେ ନିର୍ମିତ ମଡେଲ ପ୍ୟାଚ୍‌ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ । ଦକ୍ଷିଣ ଦ୍ୱାର ନିକଟରେ ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବରିଷ୍ଠ ଅଧିକାରୀଙ୍କ ସହ ଏହି ନିର୍ମାଣ କାମକୁ ବୁଲି ଦେଖିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମ୍ପୂର୍ଣ୍ଣ ଉତ୍କଳୀୟ ଢାଞ୍ଚାରେ ଖଣ୍‌ଡୋଲାଇଟ୍‌ ପଥରରେ କାମ ହୋଇଛି । ଅତ୍ୟନ୍ତ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଉଥିବା ଏହି ସ୍ଥାନ ସମସ୍ତଙ୍କୁ ବିମୋହିତ କରୁଛି । ସ୍ଥାନୀୟ ଲୋକ ମଧ୍ୟ ଏଭଳି କାର୍ଯ୍ୟକୁ ପ୍ରଶଂସା କରିଥିବା ବେଳେ ପୂର୍ଣ୍ଣାଙ୍ଗ ପ୍ରକଳ୍ପ ନିଶ୍ଚିତ ଭାବେ ଚିତାକର୍ଷକ ହେବ ବୋଲି କହିଛନ୍ତି।

ବିଶ୍ୱପ୍ରସିଦ୍ଧ ରଥଯାତ୍ରା : ଧାଡି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ଚତୁର୍ଦ୍ଧାମୂର୍ତ୍ତି
ପୁରୀ : ବଡ଼ଦାଣ୍ଡରେ ଦୁଇବର୍ଷ ପରେ ଆଜି ପବିତ୍ର ଘୋଷଯାତ୍ରାରେ ପୁଣିଥରେ ଭକ୍ତ-ଭଗବାନଙ୍କ ଅପୂର୍ବ ମିଳନ ହୋଇଛି। ଘୋଷଯାତ୍ରାରେ ଦୁଇବର୍ଷ ଧରି ଖାଲିପଡ଼ିଥିବା ବଡ଼ଦାଣ୍ଡ ପୁଣିଥରେ ଜୟ ଜଗନ୍ନାଥ, ହରିବୋଲ, ହୁଳହୁଳି କୋଳାହଳରେ ପୂରିଉଠିଛି। ରତ୍ନ ସିଂହାସନରୁ ଦର୍ଶନ ଦେଉଥିବା ମହାପ୍ରଭୁ ରଥ ଉପରୁ ଦର୍ଶନ ଦେବେ। ପାଖରୁ ଦର୍ଶନ କରି କାଳିଆ ସାଆନ୍ତଙ୍କ ସ୍ପର୍ଶ ଲଭିବେ ଲକ୍ଷ ଲକ୍ଷ ଭକ୍ତ। ଏଥିପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମରେ ବଡ଼ଦାଣ୍ଡ ଜନସମୁଦ୍ର ପାଲଟିଛି।

ଭୋର ୩ଟାରେ ମଙ୍ଗଳ ଆଳତି ଓ ସାଢେ ୩ଟାରେ ମଇଲମ ନୀତି ଶେଷ ହୋଇଛି। ଏହା ସହିତ ରଥ ପ୍ରତିଷ୍ଠା କାର୍ୟ୍ୟ ମଧ୍ୟ ଶେଷ ହୋଇଯାଇଛି। ସକାଳ ସାଢ଼େ ୯ଟାରେ ପହଣ୍ଡି ଆରମ୍ଭ ହେବାକୁ ଥିବା ବେଳେ ନୀତିକାନ୍ତି ୩ ଘଣ୍ଟା ଆଗୁଆ ଚାଲିଥିବାରୁ ପ୍ରାୟ ସାଢ଼େ ୬ଟାରୁ ଆରମ୍ଭ ହୋଇଯାଇଛି ପହଣ୍ଡି। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଛି। ଗୋଟି ପହଣ୍ଡିରେ ଆସି ଶ୍ରୀ ସୁଦର୍ଶନ ରଥାରୂଢ଼ ହୋଇଛନ୍ତି। ତାଙ୍କ ପରେ ପରେ ଚାଲିଛି ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି।

ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ପରେ ଆରମ୍ଭ ହୋଇଥିଲା ପ୍ରଭୁ ଶ୍ରୀ ବଳଦେବଙ୍କ ପହଣ୍ଡିବିଜେ ନୀତି । ଧାଡି ପହଣ୍ଡି ନୀତିରେ ସେବାୟତ ମାନେ ପ୍ରଭୁ ଶ୍ରୀ ବଳଦେବଙ୍କୁ ରତ୍ନବେଦୀରୁ ରଥକୁ ଘେନି ଆଣିଛନ୍ତି । ପ୍ରଭୁ ବଳଭଦ୍ର ଇତି ମଧ୍ୟରେ ରଥାରୁଢ଼ ହୋଇସାରିଛନ୍ତି । ଏହା ପୂର୍ବରୁ ଶ୍ରୀସୁଦର୍ଶନ ରଥ ଉପରେ ବିରାଜମାନ କରିସାରିଛନ୍ତି ।

ବଡଭାଇ ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ପରେ ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ନୀତି ସରିଛି । ଧାଡି ପହଣ୍ଡିରେ ଆସିଛନ୍ତି ହଳଦୀ ମୁହିଁ ଦେବୀ ସୁଭଦ୍ରା । ଦେବଦଳନ ରଥରେ ବିଜେ କରିଛନ୍ତି ମାଆ ସୁଭଦ୍ରା । ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଶ୍ରୀନଅରରୁ ଝୁଲିଝୁଲି ରଥରେ ବିରାଜମାନ ହେବାପାଇଁ ଆସିବାର ଦୃଶ୍ୟରେ ବିମୋହିତ କରିଛି । ବଡ଼ଭାଇ ବଳଦେବଙ୍କ ପରେ ପରେ ଭଉଣୀ ସୁଭଦ୍ରା ଦେବଦଳନ ରଥରେ ରଥାରୁଢ଼ ହୋଇଛନ୍ତି। ଶେଷରେ ଭକ୍ତଙ୍କୁ ନ ପାଇ ମନକୁ ମାରି ରତ୍ନବେଦୀରୁ ଓହ୍ଲାଇ ଆସିବେ ଶ୍ରୀ ଶ୍ରୀ ଜଗନ୍ନାଥ, ତଥାପି ଅପରୂପା ଶୋଭାର ସମ୍ଭାର, ଦୀନଜନ ଶରଣ ରକ୍ଷଣ ମହାପ୍ରଭୁ ପହଣ୍ଡିରେ ଝୁଲିଝୁଲି ରଥଆଡକୁ ଅଗ୍ରସର ହେବେ । ବରଷକେ ଥରେ ରତ୍ନବେଦୀ ଛାଡି ଜନ୍ମବେଦୀକୁ ଭାଇ-ଭଉଣୀଙ୍କୁ ସାଥିରେ ଘେନି ଧାଇଁ ଆସନ୍ତି ବଡଠାକୁର ।