+2 Exam Result - The Sakala
ଆଜି ପ୍ରକାଶ ପାଇବ ଯୁକ୍ତ ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷାଫଳ
ଭୁବନେଶ୍ବର: ଯୁକ୍ତ ୨ ଇନ୍‌ଷ୍ଟାଣ୍ଟ ପରୀକ୍ଷା ଫଳ  ଶୁକ୍ରବାର ଅପରାହ୍ଣ ସାଢ଼େ ୪ଟାରେ ପ୍ରକାଶ ପାଇବ। ଛାତ୍ରଛାତ୍ରୀମାନେ ୫ଟା ବେଳେ https://results.odisha.gov.in/ ୱେବସାଇଟରେ ପ୍ରକାଶ ପାଇବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ବର୍ଷ ସମୁଦାୟ ୧୦୦୯ ଜଣ ପିଲା ପରୀକ୍ଷା ଦେବାକୁ ପଞ୍ଜୀକରଣ କରିଛନ୍ତି। ତନ୍ମଧ୍ୟରେ କଳାରେ ସର୍ବାଧିକ ୪୯୫ ଜଣ ଥିବା ବେଳେ ବିଜ୍ଞାନରେ ୩୪୯, ବାଣିଜ୍ୟରେ ୧୩୩ ଓ ଧନ୍ଦାମୂଳକ ଶିକ୍ଷାରେ ୩୨ଜଣ ଛାତ୍ରଛାତ୍ରୀ ଅଛନ୍ତି। ମାତ୍ର ଜଣେ ପିଲା ପରୀକ୍ଷା ଦେଇନଥିବା ବେଳେ ଅବଶିଷ୍ଟ ୧୦୦୮ଜଣ ପରୀକ୍ଷା ଦେଇଥିବା ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ କୁମାର ପରିଡ଼ା ସୂଚନା ଦେଇଛନ୍ତି।
ଭୁବନେଶ୍ବର: ପ୍ରକାଶ ପାଇଲା +୨ ରେଜଲ୍ଟ । ବୁଧବାର ଅପରାହ୍ନରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ପରୀକ୍ଷା ଫଳ ଘୋଷଣା କରାଯାଇଛି। ଏକା ସାଙ୍ଗରେ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି। ମୋଟ ପାସହାର ୮୨.୭୭ ପ୍ରତିଶତ ରହିଛି। ପୁଅଙ୍କ ତୁଳନାରେ ଝିଅଙ୍କ ପାସହାର ଅଧିକ ରହିଛି। କଳାରେ ପାସହାର ୮୦.୫୧ ପ୍ରତିଶତ ରହିଛି। ସେହିପରି ବିଜ୍ଞାନରେ ପାସହାର ୮୭.୪୯% ରହିଥିବାବେଳେ ବାଣିଜ୍ୟରେ  ୮୩.୦୨% ଓ ଧନ୍ଦାମୂଳକରେ ପାସହାର ୬୦% ରହିଛି। ପରୀକ୍ଷାର୍ଥୀମାନେ ସେମାନଙ୍କ ପରୀକ୍ଷା ଫଳ https://results.odisha.gov.in ଏବଂ https://results.digilocker.gov.in‌ ୱେବସାଇଟ୍‌ରେ ଜାଣିପାରିବେ।
ଉଭୟ ରେଗୁଲାର୍‌ ଓ ଏକ୍ସ-ରେଗୁଲାର୍‌ ବର୍ଗରେ ମୋଟ୍‌ ୩ଲକ୍ଷ ୯୩ ହଜାର ୬୧୮ ପିଲା ପରୀକ୍ଷା ଦେଇଥିଲେ। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧ ଜଣ ପିଲା ଥିବା ବେଳେ ବିଜ୍ଞାନରେ ୧ଲକ୍ଷ ୧୪ହଜାର ୯୮୦, ବାଣିଜ୍ୟରେ ୨୫ହଜାର ୫୨୬ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୭୨୧ ଜଣ ପିଲା ରହିଛନ୍ତି।
ସୂଚନାଯୋଗ୍ୟ, ଚଳିତଥର ୪୨୯ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ କପି କରି ଧରାପଡ଼ିଥିଲେ। ବିଶେଷଜ୍ଞଙ୍କ ଦ୍ୱାରା ସମସ୍ତଙ୍କୁ କାଉନସେଲିଂ କରିବା ପରେ ତନ୍ମଧ୍ୟରୁ ୩୭୨ଜଣ କପି କରି ନଥିବା ଜଣାପଡ଼ିଥିଲା। ତେଣୁ ସେମାନଙ୍କ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇଛି। ଅବଶିଷ୍ଟ ୫୭ଜଣ କପି କରିଥିବା ସ୍ପଷ୍ଟ ହେବା ପରେ ସେମାନଙ୍କୁ ଆସନ୍ତାବର୍ଷ ପୁଣିଥରେ ପରୀକ୍ଷା ଦେବାକୁ ପଡ଼ିବ ବୋଲି ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ କୁମାର ପରିଡ଼ା ସୂଚନା ଦେଇଥିଲେ।
ଅଗଷ୍ଟ ୮ତାରିଖରେ ପ୍ରକାଶ ପାଇବ କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ
ଭୁବନେଶ୍ବର : ଆସନ୍ତା ଅଗଷ୍ଟ ୮ତାରିଖରେ ପ୍ରକାଶ ପାଇବ କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ। ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ। ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ପକ୍ଷରୁ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ କରାଯାଇଥିବା ବେଳେ ଆସନ୍ତା ୮ରେ ପ୍ରକାଶ ପାଇବ କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ। ଚଳିତବର୍ଷ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ୮୬୩ ଜଣ ଦେଇଛନ୍ତି।
ଅନ୍ୟପଟେ ଆଜି ପ୍ରକାଶ ପାଇଛି ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ବିଜ୍ଞାନ ପରୀକ୍ଷାରେ ପାସ୍‌ ହାର ୯୪.୧୨% ରହିଥିବା ବେଳେ ବାଣିଜ୍ୟରେ ୮୯.୨୦%  ପାସ୍‌ ହାର ରହିଛି।ଚଳିତ ବର୍ଷ ବିଜ୍ଞାନରେ ପାସହାର ୯୪.୧୨ ପ୍ରତିଶତ ଥିବାବେଳେ, ୩୯ ହଜାର ୫୮୭ ଜଣ ଛାତ୍ର ଓ ୩୨ ହଜାର ୫୧୯ ଜଣ ଛାତ୍ରୀ ପାସ୍ କରିଛନ୍ତି । ବିଜ୍ଞାନ ବିଭାଗରେ ଚଳିତ ବର୍ଷ ୫୦ ହଜାର ୧୫୭ ଜଣ ପ୍ରଥମ ଶ୍ରେଣୀରେ ପାସ କରିଥିବାବେଳେ, ଦ୍ୱିତୀୟ ଶ୍ରେଣୀରେ ୧୪ ହଜାର ୯୩୨ ଜଣ ପିଲା ଉତ୍ତୀର୍ଣ୍ଣ ହୋଇଛନ୍ତି । ସେହିପରି ୬୯୧୦ ଜଣ ପିଲା ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି । ତେବେ ନୟାଗଡ ଜିଲ୍ଲାରେ ସବୁଠୁ ଅଧିକ ପିଲା ପାସ୍ କରିଛନ୍ତି । ଫୁଲବାଣୀ ଜିଲ୍ଲାରେ ପାସହାର ସର୍ବନିମ୍ନ ରହିଛି । ରାଜ୍ୟର ୩୯୩ କଲେଜରେ ପାସହାର ଶତ ପ୍ରତିଶତ ରହିଛି ।
ସେହିପରି ବାଣିଜ୍ୟ ବିଭାଗରେ ୨୩ ହଜାର ୭୨୬ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ସେଥିରୁ ୨୧ ହଜାର ୧୬୫ ଜଣ ପରୀକ୍ଷାର୍ଥୀ ପାସ୍ କରିଛନ୍ତି । ଚଳିତବର୍ଷ ବାଣିଜ୍ୟ ବିଭାଗରେ ପାସ୍ ହାର ରହିଛି ୮୯.୨୦ ପ୍ରତିଶତ । ତତ୍‌ମଧ୍ୟରୁ ୧୩ ହଜାର ୨୧୧ ଜଣ ଛାତ୍ର ପାସ୍ କରିଥିବାବେଳେ, ୭୯୫୪ ଜଣ ଛାତ୍ରୀ ପାସ୍ କରିଛନ୍ତି । ବାଣିଜ୍ୟ ବିଭାଗରେ ମୋଟ ୧୦ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ପ୍ରଥମ ଶ୍ରେଣୀରେ ପାସ୍ କରିଥିବାବେଳେ, ଦ୍ୱିତୀୟ ଶ୍ରେଣୀରେ ୫୦୫୩ ଜଣ ପିଲା ପାସ୍ କରିଛନ୍ତି । ତା ସହିତ ୫୨୪୨ ଜଣ ପରୀକ୍ଷାର୍ଥୀ ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି । ବାଣିଜ୍ୟ ବିଭାଗରେ ୧୩୪ ଟି କଲେଜରେ ପିଲା ଶତ ପ୍ରତିଶତ ପାସ୍ କରିଛନ୍ତି ।
ସୂଚନାଯୋଗ୍ୟ ଚଳିତବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‍ ୩ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ +୨ ପରୀକ୍ଷା ଦେଇଥିଲେ। କଳାରେ ୨ଲକ୍ଷ ୧୩ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୭୮ହଜାର ୭୭ଜଣ, ବାଣିଜ୍ୟରେ ୨୪ହଜାର ୧୩୬ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ଜଣ ରହିଛନ୍ତି। ଚଳିତବର୍ଷ ମୂଲ୍ୟାୟନ ନିମନ୍ତେ ଦୁଇପ୍ରକାରର ମୂଲ୍ୟାୟନ ପଦ୍ଧତି ଗ୍ରହଣ କରାଯାଇଛି। ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥରେ ପିଲାଙ୍କ ମାର୍କ ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯିବ।
ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ, ଜାଣନ୍ତୁ କିପରି ଜାଣିବେ ରେଜଲ୍ଟ
ଭୁବନେଶ୍ବର : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ପକ୍ଷରୁ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଛି। ସିଏଚଏସଇ ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଘୋଷଣା କରିଛନ୍ତି। ଅପରାହ୍ଣ ୫ଟାରେ ପରୀକ୍ଷା ଫଳ ଅନଲାଇନରେ ପ୍ରକାଶ ପାଇବ। ଛାତ୍ରଛାତ୍ରୀ www.orrisaresults.nic.in ୱେବସାଇଟ ମାଧ୍ୟମରେ ରେଜଲ୍ଟ ପାଇ ପାରିବେ। ଏଥି ସହିତ ପରୀକ୍ଷା ପଳ କଲେଜର ସାମ୍ସ ଇସ୍ପେସ୍‍ରେ ଓପଲବ୍ଧ ହେବ।
ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ବିଜ୍ଞାନ ପରୀକ୍ଷାରେ ପାସ୍‌ ହାର ୯୪.୧୨% ରହିଥିବା ବେଳେ ବାଣିଜ୍ୟରେ ୮୯.୨୦%  ପାସ୍‌ ହାର ରହିଛି।ଚଳିତ ବର୍ଷ ବିଜ୍ଞାନରେ ପାସହାର ୯୪.୧୨ ପ୍ରତିଶତ ଥିବାବେଳେ, ୩୯ ହଜାର ୫୮୭ ଜଣ ଛାତ୍ର ଓ ୩୨ ହଜାର ୫୧୯ ଜଣ ଛାତ୍ରୀ ପାସ୍ କରିଛନ୍ତି । ବିଜ୍ଞାନ ବିଭାଗରେ ଚଳିତ ବର୍ଷ ୫୦ ହଜାର ୧୫୭ ଜଣ ପ୍ରଥମ ଶ୍ରେଣୀରେ ପାସ କରିଥିବାବେଳେ, ଦ୍ୱିତୀୟ ଶ୍ରେଣୀରେ ୧୪ ହଜାର ୯୩୨ ଜଣ ପିଲା ଉତ୍ତୀର୍ଣ୍ଣ ହୋଇଛନ୍ତି । ସେହିପରି ୬୯୧୦ ଜଣ ପିଲା ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି । ତେବେ ନୟାଗଡ ଜିଲ୍ଲାରେ ସବୁଠୁ ଅଧିକ ପିଲା ପାସ୍ କରିଛନ୍ତି । ଫୁଲବାଣୀ ଜିଲ୍ଲାରେ ପାସହାର ସର୍ବନିମ୍ନ ରହିଛି । ରାଜ୍ୟର ୩୯୩ କଲେଜରେ ପାସହାର ଶତ ପ୍ରତିଶତ ରହିଛି ।
ସେହିପରି ବାଣିଜ୍ୟ ବିଭାଗରେ ୨୩ ହଜାର ୭୨୬ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ । ସେଥିରୁ ୨୧ ହଜାର ୧୬୫ ଜଣ ପରୀକ୍ଷାର୍ଥୀ ପାସ୍ କରିଛନ୍ତି । ଚଳିତବର୍ଷ ବାଣିଜ୍ୟ ବିଭାଗରେ ପାସ୍ ହାର ରହିଛି ୮୯.୨୦ ପ୍ରତିଶତ । ତତ୍‌ମଧ୍ୟରୁ ୧୩ ହଜାର ୨୧୧ ଜଣ ଛାତ୍ର ପାସ୍ କରିଥିବାବେଳେ, ୭୯୫୪ ଜଣ ଛାତ୍ରୀ ପାସ୍ କରିଛନ୍ତି । ବାଣିଜ୍ୟ ବିଭାଗରେ ମୋଟ ୧୦ ହଜାର ୮୬୩ ଜଣ ପରୀକ୍ଷାର୍ଥୀ ପ୍ରଥମ ଶ୍ରେଣୀରେ ପାସ୍ କରିଥିବାବେଳେ, ଦ୍ୱିତୀୟ ଶ୍ରେଣୀରେ ୫୦୫୩ ଜଣ ପିଲା ପାସ୍ କରିଛନ୍ତି । ତା ସହିତ ୫୨୪୨ ଜଣ ପରୀକ୍ଷାର୍ଥୀ ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି । ବାଣିଜ୍ୟ ବିଭାଗରେ ୧୩୪ ଟି କଲେଜରେ ପିଲା ଶତ ପ୍ରତିଶତ ପାସ୍ କରିଛନ୍ତି ।
ତେବେ ଆଜି କେବଳ ବାଣିଜ୍ୟ ଓ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଛି।  କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ଅଗଷ୍ଟ ୮ତାରିଖରେ ପ୍ରକାଶ ପାଇବ। ବିଜ୍ଞାନ ବିଭାଗର ୭୮ ହଜାର ଓ ବାଣିଜ୍ୟର ୨୪ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ ପାଖାପାଖି ୧ ଲକ୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ।
ସୂଚନାଯୋଗ୍ୟ ଚଳିତବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‍ ୩ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ +୨ ପରୀକ୍ଷା ଦେଇଥିଲେ। କଳାରେ ୨ଲକ୍ଷ ୧୩ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୭୮ହଜାର ୭୭ଜଣ, ବାଣିଜ୍ୟରେ ୨୪ହଜାର ୧୩୬ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ଜଣ ରହିଛନ୍ତି। ଚଳିତବର୍ଷ ମୂଲ୍ୟାୟନ ନିମନ୍ତେ ଦୁଇପ୍ରକାରର ମୂଲ୍ୟାୟନ ପଦ୍ଧତି ଗ୍ରହଣ କରାଯାଇଛି। ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥରେ ପିଲାଙ୍କ ମାର୍କ ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯିବ।
ପ୍ରଥମ ପଦ୍ଧତିରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରରେ ହୋଇଥିବା ଇଣ୍ଟରନାଲ୍‍ ପରୀକ୍ଷାରେ ଛାତ୍ରଛାତ୍ରୀମାନେ ପାଇଥିବା ମାର୍କରୁ ୨୦% ୱେଟେଜ୍‍(ହାରାହାରି ମାର୍କ) ଓ ଦ୍ୱାଦଶ ପରୀକ୍ଷାର ୮୦% ୱେଟେଜ୍‍କୁ ନିଆଯାଇ ପିଲାଙ୍କୁ ପ୍ରତ୍ୟେକ ବିଷୟର ମାର୍କ ଦିଆଯାଇଛି। ପିଲାଙ୍କ ତିନୋଟି ଇଣ୍ଟରନାଲ୍‍ ପରୀକ୍ଷା ମଧ୍ୟରୁ ସର୍ବାଧିକ ମାର୍କ ପାଇଥିବା ଦୁଇଟି ପରୀକ୍ଷାକୁ ବିଚାରକୁ ନିଆଯାଇଛି। ପ୍ରଥମ ପଦ୍ଧତି ଅନୁଯାୟୀ ଉଭୟ ଇଣ୍ଟରନାଲ୍‍ ଏବଂ ଯୁକ୍ତ ଦୁଇ ବୋର୍ଡ(ଦ୍ୱାଦଶ) ପରୀକ୍ଷାର ୱେଟେଜ୍‍ ଭିତ୍ତିରେ ପିଲାଙ୍କୁ ସମୁଦାୟ ମାର୍କ ଦିଆଯାଇଛି। ସେହିପରି ଦ୍ୱିତୀୟ ପଦ୍ଧତିରେ କେବଳ +୨ ବୋର୍ଡ ପରୀକ୍ଷାରେ ରଖିଥିବା ନମ୍ୱରକୁ ଶତ ପ୍ରତିଶତ ୱେଟେଜ୍‍ ଭାବେ ଗ୍ରହଣ କରାଯାଇଛି। ଉପରୋକ୍ତ ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥରେ ପିଲାଙ୍କ ମାର୍କ ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯାଇଛି ବୋଲି ସିଏଚ୍‍ଏସ୍‍ଇ ଦର୍ଶାଇଛି।
ମାଟ୍ରିକ ଓ +୨ ପରୀକ୍ଷା ଦେଇଥିବା ଅନ୍ତେବାସୀଙ୍କ ପରୀକ୍ଷା ଫଳ ପ୍ରକାଶ
ଭୁବନେଶ୍ବର: ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ଦେଇଥିବା ଅନ୍ତେବାସୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଛି। ଝାରପଡା ଜେଲରେ ରହୁଥିବା ଅନ୍ତେବାସୀଙ୍କ ରେଜଲ୍ଟ ମଧ୍ଯ ପ୍ରକାଶ ପାଇଛି। ମାଟ୍ରିକ ପରୀକ୍ଷା ଦେଇଥିବା ୪୪ ଜଣଙ୍କ ମଧ୍ୟରୁ ୪୦ ଜଣ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି  ଯୁକ୍ତ ୨ ପରୀକ୍ଷାରେ ୧୪ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏ ନେଇ ଝାରପଡା ଜେଲ ସୁପରି ଟେଣ୍ଡେଣ୍ଟଙ୍କ ସୂଚନା ଦେଇଛନ୍ତି।
ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ
ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ । ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ସାମ୍ବାଦିକ ସମ୍ମିଳନୀ ଜରିଆରେ ଫଳ ଘୋଷଣା କରିଛନ୍ତି । ବିଜ୍ଞାନରେ ଚଳିତବର୍ଷ ୯୫.୧୫ ପ୍ରତିଶତ ରେଜଲ୍ଟ ହୋଇଛି । ସେହିପରି ବାଣିଜ୍ୟରେ ମଧ୍ୟ ୯୪.୯୩ ପ୍ରତିଶତ ମାର୍କ ହୋଇଥିବା ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ଚଳିତବର୍ଷ ବିଜ୍ଞାନରେ ମୋଟ ୮୯ ହଜାର ୯୯୧ ଜଣ ଛାତ୍ରଛାତ୍ରୀ ପାସ  ହୋଇଛନ୍ତି । ଏଥି ମଧ୍ୟରୁ ୫୦୧୯୮ ଜଣ ଛାତ୍ର ରହିଥିବାବେଳେ ୩୯୭୫୩ ଜଣ ଛାତ୍ରୀ ରହିଛନ୍ତି । ସେହିପରି ସମୁଦାୟ ୫୫୪୬୮ ଜଣ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଅନ୍ୟପଟେ ବାଣିଜ୍ୟରେ ସମୁଦାୟ ୨୩ ହଜାର ୨୯୨ ଛାତ୍ରଛାତ୍ରୀ ଉତୀର୍ଣ୍ଣ ହୋଇଥିବା ନେଇ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ  ।
ୱେବସାଇଟରୁ କେମିତି ଫଳାଫଳ ଜାଣିବେ ?
୧. ଅଫିସିଆଲ ୱେବସାଇଟ୍ orissaresults.nic.in କୁ ଯାଆନ୍ତୁ
୨: ରେଜଲ୍ଟ ପାଇଁ ଥିବା ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ
୩ : ଲଗଇନ୍ ପେଜରେ ରୋଲ୍ ନମ୍ବର ଓ ଅନ୍ୟ ବିବରଣୀ ଦିଅନ୍ତୁ
୪: ସବମିଟ୍ ବଟନ କ୍ଲିକ୍ କରନ୍ତୁ ଓ ରିଜଲ୍ଟର ପ୍ରିଣ୍ଟଆଉଟ୍ ନିଅନ୍ତୁ
ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ପରୀକ୍ଷା ଫଳ, ପାସ ହାର ରହିଛି ୯୯.୩୭ ପ୍ରତିଶତ
ନୂଆଦିଲ୍ଲୀ: ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ପରୀକ୍ଷା ଫଳ। ସମୁଦାୟ ପାସ ହାର ୯୯.୩୭ ପ୍ରତିଶତ ରହିଛି।  ୯୯.୧୩ପ୍ରତିଶତ ଛାତ୍ର ପାସ କରିଥିବା ବେଳେ ୯୯.୬୭ ପ୍ରତିଶତ ଛାତ୍ରୀ ପାସ୍ କରିଛନ୍ତି। ଚଳିତ ବର୍ଷ  ସିବିଏସଇ ଦ୍ବାଦଶ ପରୀକ୍ଷା ପାଇଁ ୧୬ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପଞ୍ଜିକୃତ କରିଥିଲେ।
ସୂଚନା ଅନୁଯାୟୀ, ସିବିଏସ୍ଇ ପକ୍ଷରୁ କରୋନ ମହାମାରୀ ସମୟରେ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ କରାଯାଇଥିଲା। ସିବିଏସଇ ଦଶମ ଓ ଦ୍ୱାଦଶ ରେଜଲ୍ଟ ଜାରି କରିବା ପୂର୍ବରୁ ଉଭୟ ଶ୍ରେଣୀର ଛାତ୍ରଙ୍କ ରେଲ ନମ୍ବର ଜାରି କରିଦେଇଛି । ଛାତ୍ରଛାତ୍ରୀ ନିଜର ରୋଲ ନମ୍ବର ଡାଉନଲୋଡ୍ କରିପାରିବେ । ରୋଲ ନମ୍ବର ପାଇବା ପରେ ବୋର୍ଡ଼ର ଅଫିସିଆଲ୍ ୱେବସାଇଟ୍ cbseresults.nic.inରେ  ଛାତ୍ରଛାତ୍ରୀମାନେ ସେମାନଙ୍କର ଫଳାଫଳ ଦେଖିପାରିବେ।
ଛାତ୍ରଛାତ୍ରୀଙ୍କ ଏହି ପରୀକ୍ଷା ଫଳ ବକଳ୍ପ ମୂଲ୍ଯାୟନ ମାଧ୍ଯମରେ ପ୍ରକାଶ କରାଯାଇଛି । ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କ ପାଇଁ ୪୦:୩୦:୩୦ ଅନୁପାତ ପଦ୍ଧତି ଅବଲମ୍ବନ କରାଯାଇଛି। ଏଥିରେ ୧୨ଶର ‘ୟୁନିଟ୍‌ ଟେଷ୍ଟ୍‌’ଓ ପ୍ରି-ବୋର୍ଡ ପରୀକ୍ଷାର ୪୦% ନମ୍ବର ଏବଂ ୧୦ମର ୩୦% ନମ୍ବର ଏବଂ ୧୧ର ୩୦% ନମ୍ବର କୁ ପ୍ରାଧାନ୍ୟ ଦିଆଯାଇଛି।
ଆସନ୍ତା ୩୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
ଭୁବନେଶ୍ବର: ଆସନ୍ତା ୩୧ ତାରିଖ (ଶନିବାର) ସନ୍ଧ୍ଯାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । କେବଳ ବିଜ୍ଞାନ ଓ ବାଣିଜ୍ଯ ବିଭାଗର ପରୀକ୍ଷା ଫଳ ପ୍ରକାଶ ପାଇବ । କଳା ଓ ଧନ୍ଦାମୂଳକ ପାଠ୍ଯକ୍ରମର ପରୀକ୍ଷା ଫଳ ଖୁବ ଶୀଘ୍ର ପ୍ରକାଶ ପାଇବ । ଏ ନେଇ ଉଚ୍ଚମାଧ୍ଯମିକ ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଅନୁଯାୟୀ, କଳା ଏବଂ ଧନ୍ଦାମୂଳକ ପାଠ୍ୟକ୍ରମର ଆବଶ୍ୟକୀୟ କାଗଜପତ୍ର ଯାଞ୍ଚ କରିବାରେ ଅଧିକ ସମୟର ଆବଶ୍ୟକତା ଦୃଷ୍ଟିରୁ ଏହାର ଫଳ ପ୍ରକାଶନ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି । ଏଥି ପାଇଁ ଅନୁମତି ନିମନ୍ତେ ମାନ୍ୟବର ସୁପ୍ରିମ କୋର୍ଟଙ୍କ ନିକଟରେ ପରିଷଦ ତରଫରୁ ସମୟ ଯାଚିକା ଦାଖଲ କରାଯାଇଛି । କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ପରୀକ୍ଷା ଫଳ ଖୁବ୍‌ଶୀଘ୍ର ପ୍ରକାଶନ ପାଇଁ ପରିଷଦ ତରଫରୁ ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରହିଛି ବୋଲି ଉଚ୍ଚ ମାଧ୍ୟମିକ ପରିଷଦ ସୂତ୍ରରୁ ପ୍ରକାଶ।
ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ +2 ରେଜଲ୍ଟ
ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । କରୋନା କଟକଣା ଭିତରେ ଫଳାଫଳ ପ୍ରକାଶ ନେଇ ଉଦ୍ୟମ କରାଯାଉଥିବା କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।
କରୋନା ଯୋଗୁ ଏଥର ମାଟ୍ରିକ୍ ଭଳି ଯୁକ୍ତ ଦୁଇର ମଧ୍ୟ ପରୀକ୍ଷା ହୋଇନାହିଁ। ମାଟ୍ରିକ୍ ଭଳି ବିକଳ୍ପ ବ୍ୟବସ୍ଥା ଯୋଗେ ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ କରାଯିବ।