Plus 2 Result - The Sakala
ଭୁବନେଶ୍ୱର: ଆଉ ଦୁଇ ଦିନ ଭିତରେ ପ୍ରକାଶ ପାଇବ +୨ ପରୀକ୍ଷା ଫଳ । ଏନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ପକ୍ଷରୁ ସୂଚନା ମିଳିଛି । ପରୀକ୍ଷାଫଳ ବାହାରିବାରେ ଆଉ ବିଳମ୍ବ ହେବନି । ପିଲାମାନେ ବ୍ୟସ୍ତ ନହେବା ପାଇଁ ମନ୍ତ୍ରୀ କହିଛନ୍ତି।
ସେପଟେ +୩ ନାମଲେଖା ପାଇଁ ଆବେଦନ ଅବଧି ବୃଦ୍ଧି ପାଇବ। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ଗଣଶିକ୍ଷା ମନ୍ତ୍ରୀ ଆବେଦନ ସମୟ ସୀମା ବୃଦ୍ଧି କରିବାକୁ ଆଲୋଚନା କରିଛନ୍ତି । ସମୟସୀମା ବୃଦ୍ଧି କରିବାକୁ ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିବା ଜଣାପଡିଛି। ଆଜି ଯୁକ୍ତ-୩ ଆବେଦନର ଶେଷ ତାରିଖ ଥିଲା।
ସୂଚନା ଅନୁଯାୟୀ, ପ୍ରଥମେ ମେ’ ୧୫ରୁ ୨୦ ତାରିଖ ମଧ୍ୟରେ ପରୀକ୍ଷାଫଳ ପ୍ରକାଶ ପାଇବାର ଥିଲା। ଏପ୍ରିଲ ୨୮ରେ ଖାତା ଦେଖା ଶେଷ ହେବାକୁ ଥିବା ବେଳେ ଏପ୍ରିଲ ୩୦ ତାରିଖରେ ଖାତାଦେଖା ଶେଷ ହେବ। ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ କେତେକ ସ୍ଥାନରେ ଖାତା ଦେଖିବାକୁ ସେଣ୍ଟର ଆସିବାକୁ ସମସ୍ୟା ହୋଇଥିଲା।
ଆସନ୍ତାକାଲି ଠାରୁ ଆରମ୍ଭ ହେବ +୨ ଖାତା ଦେଖା , ଗୋଟିଏ ଦିନରେ ପ୍ରକାଶ ପାଇବ ସମସ୍ତ ରେଜଲ୍ଟ. !
ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷାକୁ ନେଇ ଆସିଲା ବଡ଼ ଖବର। ଆସନ୍ତାକାଲି ଅର୍ଥାତ୍ ବୁଧବାର ଠାରୁ +୨ ଖାତା ଦେଖା ଆରମ୍ଭ ହେବ। ତେବେ ମେ’ ୧୫ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି। ୩ ଲକ୍ଷ ୯୩ ହଜାର ୬୧୬ ପରୀକ୍ଷାର୍ଥୀଙ୍କ ରେଜଲ୍ଟ ଏକ ସଙ୍ଗେ ବାହାରିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ କହିଛନ୍ତି।
ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଅନୁସାରେ, ଚଳିତ ବର୍ଷ ଏପ୍ରିଲ ୨ ଠାରୁ ଯୁକ୍ତ ଦୁଇ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ମେ ୧୫ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ । ଗୋଟିଏ ଦିନରେ ହିଁ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ପ୍ରକାଶ କରାଯିବ।
ସରିଲା ଯୁକ୍ତ ଦୁଇ ପରୀକ୍ଷା: କାଲିଠୁ ଖାତାଦେଖା, ମେ ୧୫ ମଧ୍ୟରେ ପ୍ରକାଶ ପାଇବ ରେଜଲ୍ଟ
ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌‌ଏସ୍‌‌ଇ) ପରିଚାଳିତ +୨ ପରୀକ୍ଷା ବୁଧବାର ଶେଷ ହୋଇଛି। ପରୀକ୍ଷାରେ ସମୁଦାୟ ୬୪୯ ଜଣ ଛାତ୍ରଛାତ୍ରୀ କପି କରି ଧରାପଡ଼ିଥିବା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ଠାରୁ ପରୀକ୍ଷା ଖାତା ମୂଲ୍ୟାୟନ ପ୍ରକ୍ରିୟା ଆରମ୍ଭ ହେବ ଓ ଦୁଇଟି ପର୍ଯ୍ୟାୟରେ ଖାତାଦେଖା ହେବ। ପ୍ରଥମ ପର୍ଯ୍ୟାୟରେ ମାର୍ଚ୍ଚ ୨୨ତାରିଖରୁ ଏପ୍ରିଲ ୨ତାରିଖ ପର୍ଯ୍ୟନ୍ତ ପ୍ରାୟ ୬୫୦୦ ଶିକ୍ଷକ ଶିକ୍ଷୟତ୍ରୀ ଖାତା ଦେଖିବାକୁ ନିୟୋଜିତ ହୋଇଛନ୍ତି। ସେହିପରି ଏପ୍ରିଲ ୪ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାୟ ୪ହଜାର ଶିକ୍ଷକ ଶିକ୍ଷୟତ୍ରୀ ଖାତାଦେଖା କାର୍ଯ୍ୟରେ ନିୟୋଜିତ ହେବେ। ସବୁବର୍ଷ ପରି ଚଳିତବର୍ଷ ମଧ୍ୟ ଉଭୟ ଅନ୍‌‌ଲାଇନ ଓ ଅଫ୍‌‌ଲାଇନରେ ଖାତାଦେଖା ହେବ। କଳା, ବିଜ୍ଞାନ ଓ ବାଣିଜ୍ୟ ବିଭାଗର ଖାତା ଅନ୍‌‌ଲାଇନରେ ଓ ଧନ୍ଦାମୂଳକ ଶିକ୍ଷାର ମୂଲ୍ୟାୟନ ଅଫ୍‌‌ଲାଇନରେ ହେବ। ନିର୍ଦ୍ଧାରିତ ସମୟ ସୁଦ୍ଧା ମୂଲ୍ୟାୟନ ପ୍ରକ୍ରିୟା ସାରି ମେ ୧୫ ତାରିଖ ମଧ୍ୟରେ ଫଳ ପ୍ରକାଶ କରିବାକୁ ପରିଷଦ ଲକ୍ଷ୍ୟ ରଖିଛି। ଚଳିତ ବର୍ଷ ଗୋଟିଏ ଦିନରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ ପ୍ରକାଶ କରିଛନ୍ତି।
ଚଳିତବର୍ଷ ୩ ଲକ୍ଷ ୮୬ ହଜାର ୨୫୦ ଜଣ ପରୀକ୍ଷାର୍ଥୀ ଯୁକ୍ତ ୨ ପରୀକ୍ଷା ଦେଇଛନ୍ତି। ଏମାନଙ୍କ ମଧ୍ୟରେ ୩ ଲକ୍ଷ ୬୦ ହଜାର ୧୯୮ ଜଣ ରେଗୁଲାର ଏବଂ ୨୬ ହଜାର ୫୨ ଜଣ ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଅଛନ୍ତି। କଳା ବିଭାଗରେ ୨ ଲକ୍ଷ ୩୭ ହଜାର ୭୫୦ଜଣ ପରୀକ୍ଷାର୍ଥୀ ଥିବାବେଳେ ବିଜ୍ଞାନରେ ୧ ଲକ୍ଷ ୧୬ ହଜାର ୬୨୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ଓ ଧନ୍ଦାମୂଳକରେ ୫ହଜାର ୭୯୧ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ମୋଟ ଛାତ୍ରଙ୍କ ମଧ୍ୟରୁ ୧ ଲକ୍ଷ ୯୯ ହଜାର ୩୬୧ଜଣ ଛାତ୍ରୀ ଥିବାବେଳେ ଛାତ୍ରଙ୍କ ସଂଖ୍ୟା ୧ ଲକ୍ଷ ୮୬ ହଜାର ୮୮୯ ରହିଛି।
ପଦାର୍ଥ ବିଜ୍ଞାନରେ ମିଳିବ ଗ୍ରେସ୍‌‌ ମାର୍କ
ପଦାର୍ଥ ବିଜ୍ଞାନ ପରୀକ୍ଷା ପ୍ରଶ୍ନପ୍ରତ୍ରରେ ସିଲାବସ୍‌‌ ବାହାରୁ ପ୍ରଶ୍ନପତ୍ର ଆସିଥିବା ନେଇ ଛାତ୍ରଛାତ୍ରୀମାନେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଯାଞ୍ଚ କରି ଚଏସ୍‌‌ ଡେଫିସିଟ୍‌‌ ବା ବିକଳ୍ପ ଅଭାବ ଥିବା ପରିଷଦ ଜାଣିବାକୁ ପାଇଥିଲା। ଯେଉଁ ଛାତ୍ରଛାତ୍ରୀମାନେ ସେହି ପ୍ରଶ୍ନକୁ ଲେଖିଥିବେ ବା ଲେଖିବାର ପ୍ରୟାସ କରିଥିବେ ସେମାନଙ୍କୁ ଗ୍ରେସ୍‌‌ ମାର୍କ ପ୍ରଦାନ କରାଯିବ। ଛାତ୍ରଛାତ୍ରୀଙ୍କୁ ସର୍ବାଧିକ ୧୯ ମାର୍କ ଗ୍ରେସ୍‌‌ ଦିଆଯିବ ବୋଲି ପରୀକ୍ଷା ନିୟନ୍ତ୍ରକ ଅଶୋକ କୁମାର ନାୟକ ପ୍ରକାଶ କରିଛନ୍ତି। ହେଲେ ପ୍ରଶ୍ନପତ୍ର ସିଲାବସ୍‌‌ ବାହାରୁ ଆସିଥିବାରୁ ଅଯଥା ସମୟ ଅପଚୟ ନ କରିବା ପାଇଁ ବହୁ ପରୀକ୍ଷାର୍ଥୀ ଉତ୍ତର ଲେଖିନାହାନ୍ତି। ତେଣୁ ସମସ୍ତ ପରୀକ୍ଷାର୍ଥୀଙ୍କୁ ଗ୍ରେସ୍‌‌ ଦେବାପାଇଁ ଛାତ୍ରଛାତ୍ରୀଙ୍କ ସମେତ ଅଭିଭାବକମାନେ ଦାବି କରୁଛନ୍ତି।
ମେ’ ୩୧ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
ଭୁବନେଶ୍ବର: ମେ’ ୩୧ରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ବାହାରିବ। ଏ ନେଇ ଆଜି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଦେଇଛନ୍ତି।
ସୂଚନାଥାଉକି ,ଚଳିତବର୍ଷ ରାଜ୍ୟର ୧୧୪୫ଟି ପରୀକ୍ଷକେନ୍ଦ୍ରରେ ୩ଲକ୍ଷ ୫୦ ହଜାରରୁ ଅଧିକ ପରୀକ୍ଷାର୍ଥୀ +୨ ପରୀକ୍ଷା ଦେଇଛନ୍ତି। କଳାରେ ୨ଲକ୍ଷ ୩୩ହଜାର ୮୫୫ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୯୩ହଜାର ୮୯୪ଜଣ, ବାଣିଜ୍ୟରେ ୨୪ହଜାର ୩୧୧ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୨୨ଜଣ ଛାତ୍ରଛାତ୍ରୀ ଫର୍ମ ପୂରଣ କରିଥିଲେ। ସେମାନଙ୍କ ମଧ୍ୟରୁ ୫ହଜାର ୫୯୭ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ଥିବାବେଳେ ୫୭୫ଜଣ କପି କରି ଧରାପଡ଼ିଥିଲେ।
ଆଜି ଆହରାହ୍ମ ୪ଟାରେ ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ଫଳ
ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‍ଏସ୍‍ଇ) ପକ୍ଷରୁ ବିଜ୍ଞାନ ଓ ବାଣିଜ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇବ। ସିଏଚଏସଇ ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ଅପରାହ୍ଣ ୪ଟାରେ ଫଳ ପ୍ରକାଶ ପାଇବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ବୁଧବାର ଅପରାହ୍ଣ ୫ଟାରେ ପରୀକ୍ଷା ଫଳ ଅନଲାଇନରେ ପ୍ରକାଶ ପାଇବାକୁ ଥିବାବେଳେ ଛାତ୍ରଛାତ୍ରୀ www.orrisaresults.nic.in ୱେବସାଇଟ ମାଧ୍ୟମରେ ରେଜଲ୍ଟ ପାଇ ପାରିବେ। ଏଥି ସହିତ ପରୀକ୍ଷା ପଳ କଲେଜର ସାମ୍ସ ଇସ୍ପେସ୍‍ରେ ଓପଲବ୍ଧ ହେବ।
ତେବେ ଆଜି କେବଳ ବାଣିଜ୍ୟ ଓ ବିଜ୍ଞାନ ବିଭାଗର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବାକୁ ଥିବାବେଳେ କଳା ଓ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ଅଗଷ୍ଟ ପ୍ରଥମ ପ୍ରସ୍ତାହ ମଧ୍ୟରେ ପ୍ରକାଶ ପାଇବ। ବିଜ୍ଞାନ ବିଭାଗର ୭୮ ହଜାର ଓ ବାଣିଜ୍ୟର ୨୪ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ ପାଖାପାଖି ୧ ଲକ୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇବ।
ସୂଚନାଯୋଗ୍ୟ ଚଳିତବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍‍ ୩ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ +୨ ପରୀକ୍ଷା ଦେଇଥିଲେ। କଳାରେ ୨ଲକ୍ଷ ୧୩ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୭୮ହଜାର ୭୭ଜଣ, ବାଣିଜ୍ୟରେ ୨୪ହଜାର ୧୩୬ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ଜଣ ରହିଛନ୍ତି। ଚଳିତବର୍ଷ ମୂଲ୍ୟାୟନ ନିମନ୍ତେ ଦୁଇପ୍ରକାରର ମୂଲ୍ୟାୟନ ପଦ୍ଧତି ଗ୍ରହଣ କରାଯାଇଛି। ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥରେ ପିଲାଙ୍କ ମାର୍କ ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯିବ।
ପ୍ରକାଶ ପାଇଲା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ : ୯୮.୫୮ ଛାତ୍ରଛାତ୍ରୀ ପାସ୍
ଭୁବନେଶ୍ୱର: ଚଳିତ ଶିକ୍ଷା ବର୍ଷର ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ପ୍ରକାଶ ପାଇଛି । କରୋନା କାରଣରୁ ପରୀକ୍ଷା ହୋଇନଥିବା ବେଳେ ବିକଳ୍ପ ପଦ୍ଧତିରେ ମୂଲ୍ୟାଙ୍କନ ହୋଇଛି । ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍ଟ ପୁସ୍ତିକାକୁ ଉନ୍ମୋଚନ କରିଛନ୍ତି ମନ୍ତ୍ରୀ ସମୀର ଦାଶ । ୧୮୬୬୮୫ ଜଣ ପରୀକ୍ଷାର୍ଥୀ ପାସ୍ ହୋଇଛନ୍ତି । ୩୦ ହଜାର ୫୧୦ଜଣ ପ୍ରଥମ ଶ୍ରେଣୀରେ ପାସ୍ କରିଛନ୍ତି । ୪୬ହଜାର ୧୦୧ ଜଣ ଦ୍ୱିତୀୟ ଶ୍ରେଣୀରେ ପାସ୍ କରିଛନ୍ତି । ୧୦ ହଜାର ୭୪ ଜଣ ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି । ମୋଟ ୯୫ ଜଣ ୯୦ ପ୍ରତିଶତ ଉପରେ ନମ୍ୱର ରଖି ପାସ୍ କରିଛନ୍ତି । ୨୭ ହଜାର ୫୯୫ ଜଣ ପରୀକ୍ଷା ଦେଇଥିବା ବେଳେ ୭ହଜାର ୧୬୧ ଜଣ ପାସ୍ କରିଛନ୍ତି । ୨ହଜାର ୧୨୬ ଜଣ ପ୍ରଥମ ଶ୍ରେଣୀରେ ପାସ୍ କରିଛନ୍ତି । ଦ୍ୱିତୀୟ ଶ୍ରେଣୀରେ ୧୯୩ ଜଣ ଓ ତୃତୀୟ ଶ୍ରେଣୀରେ ୬ହଜାର ୭୨୬ ପାସ୍ କରିଛନ୍ତି ।
ସେହିଭଳି ଧନ୍ଦାମୂଳକ ଶିକ୍ଷା ରେଗୁଲାରେ ୪୯୨୦ ପରୀକ୍ଷାର୍ଥୀଙ୍କ ମୂଲ୍ୟାୟନ ହୋଇଥିବା ବେଳେ ୪୮୭୯ ଜଣା ପାସ୍ କରିଛନ୍ତି । ୧୦୭୫ ଜଣ ପ୍ରଥମ ଶ୍ରେଣୀ ପାସ୍ କରିଥିବା ବେଳେ ୧୭୫୨ ଦ୍ୱିତୀୟ ଶ୍ରେଣୀ ପାସ୍ କରିଛନ୍ତି । ଏକ୍ସରେଗୁଲାରେ ୧୨୭୭ ଜଣ ପରୀକ୍ଷା ଦେଇଥିବା ବେଳେ ୪୯୨ ଜଣ ପାସ୍ କରିଛନ୍ତି । ଜଣେ ପ୍ରଥମ ଶ୍ରେଣୀରେ ପାସ୍ କରିଛନ୍ତି । ୨୧ ଅଗଷ୍ଟ ୨୦୨୧ ସୁଦ୍ଧା ଅଫ୍ ଲାଇନ୍ ପରୀକ୍ଷା ସମ୍ପର୍କରେ ସୂଚନା ଦିଆଯିବ । ତେବେ orisharesults.nic.in ଓ୍ୱେବସାଇଟରେ ପରୀକ୍ଷାର୍ଥୀ ରେଜଲ୍ଟ ଦେଖିପାରିବେ ।
ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ +2 ରେଜଲ୍ଟ
ଜୁଲାଇ ୩୧ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ରେଜଲ୍ଟ । ଏ ନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଜୁଲାଇ ସୁଦ୍ଧା ରେଜଲ୍ଟ ପ୍ରକାଶ ପାଇଁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ । କରୋନା କଟକଣା ଭିତରେ ଫଳାଫଳ ପ୍ରକାଶ ନେଇ ଉଦ୍ୟମ କରାଯାଉଥିବା କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ।
କରୋନା ଯୋଗୁ ଏଥର ମାଟ୍ରିକ୍ ଭଳି ଯୁକ୍ତ ଦୁଇର ମଧ୍ୟ ପରୀକ୍ଷା ହୋଇନାହିଁ। ମାଟ୍ରିକ୍ ଭଳି ବିକଳ୍ପ ବ୍ୟବସ୍ଥା ଯୋଗେ ଯୁକ୍ତ ଦୁଇ ରେଜଲ୍ଟ ପ୍ରକାଶ କରାଯିବ।