MoSarkar 5T - The Sakala
କାର୍ତ୍ତିକ ପୂର୍ଣ୍ଣମୀରେ ବିଜେଡ଼ିରେ ଯୋଗଦେଲେ ଭି.କେ. ପାଣ୍ଡିଆନ
ଭୁବନେଶ୍ୱର: କାର୍ତ୍ତିକ ପୂର୍ଣ୍ଣମୀରେ ବିଜେଡ଼ିରେ ଯୋଗଦେଲେ ଭିକେ ପାଣ୍ଡିଆନ୍। ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଛନ୍ତି 5T ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ୍‌। ଏ ନେଇ ନବୀନ ନିବାସରେ ବରିଷ୍ଠ ନେତାଙ୍କ ଭିଡ଼ ଜମିଛି। ନବୀନ ନିବାସରେ ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ମନ୍ତ୍ରୀ ପ୍ରତାପ ଦେବ, ସ୍ନେହାଙ୍ଗିନୀ ଛୁରିଆ, ବାସନ୍ତୀ ହେମ୍ମ୍ରମ, ସଞ୍ଜୟ ଦାସବର୍ମା, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ପ୍ରସନ୍ନ ଆଚାର୍ଯ୍ୟ, ସମୀର ଦାସ, ଅଶୋକ ପଣ୍ଡା, ଅରୁଣ ସାହୁ ଓ ଉଷା ଦେବୀ ପ୍ରମୁଖ ଉପସ୍ଥିତ ରହିଛନ୍ତି।
୫-ଟି ଉପକ୍ରମରେ ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାରର କରାଯିବ ନବୀକରଣ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ  ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ଭୁବନେଶ୍ବରର ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ପରିଦର୍ଶନରେ ଯାଇଥିଲେ । ସେଠାରେ ସେ ଛାତ୍ରଛାତ୍ରୀ ମାନଙ୍କ ସହିତ ସେମାନଙ୍କର ସୁବିଧା ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ ।
ହରେକୃଷ୍ଣ ମହତାବ ରାଜ୍ୟ ପାଠାଗାର ରାଜ୍ୟର ଏକ ପ୍ରମୁଖ ପାଠାଗାର ଏବଂ ପ୍ରତିଦିନ ଏଠାକୁ ଶହ ଶହ ଛାତ୍ରଛାତ୍ରୀ ତଥା ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଯୁବ ବର୍ଗ ଓ ସାଧାରଣ ଲୋକ ଅଧ୍ୟୟନ ପାଇଁ ଆସିଥାନ୍ତି । ଏହି ପାଠାଗାରଟି ପୂରୁଣା ହୋଇଯାଇଥିବାରୁ, ଏହାର ପୁନରୁଦ୍ଧାର କରାଯାଇ ଚୌକି, ଟେବୁଲ ଓ ଅନ୍ୟ   ଆସବାବପତ୍ରର ନବୀକରଣ ସହ ଚଟାଣ ଓ ବିଭିନ୍ନ ସିଭିଲ ଷ୍ଟ୍ରକଚରର ମଧ୍ୟ ଉନ୍ନତି କରାଯିବ । ତା ସହିତ ପୁସ୍ତକ ଗୁଡିକ ଅତ୍ୟାଧୁନିକ ପଦ୍ଧତିରେ ସଂରକ୍ଷଣ ସହ ସଂପୂର୍ଣ୍ଣ ପାଠାଗାରକୁ ବାତାନୁକୂଳିତ କରାଯିବ। ପାଠାଗାର ପରିସରରେ ଥିବା ନୂତନ କୋଠାରେ ଆସବାବପତ୍ର ଓ ବାତାନୁକୂଳ ବ୍ୟବସ୍ଥା କରାଯାଇ ଅଧିକ ସଂଖ୍ୟକ ଛାତ୍ରଛାତ୍ରୀ ଓ ଜନସାଧାରଣ ଯେଭଳି ସୁବିଧାରେ ଅଧ୍ୟୟନ କରିପାରିବେ, ସେଥିପାଇଁ ପଦକ୍ଷେପ ନିଆଯିବ।
ଲାଇବ୍ରେରୀ ପ୍ରାଙ୍ଗଣର ଲ୍ୟାଣ୍ଡ ସ୍କେପିଂ କରାଯିବ। ତା ସହିତ ଲାଇବ୍ରେରୀକୁ ଆସୁଥିବା ଛାତ୍ରଛାତ୍ରୀ ଓ ଜନସାଧାରଣଙ୍କ ପାଇଁ ଫୁଡକୋର୍ଟ ଖୋଲାଯିବ ଓ ମିଶନ ଶକ୍ତି ପକ୍ଷରୁ କାଫେଟେରିଆ ମଧ୍ୟ କରାଯିବ । ଏତ୍‌ଦବ୍ୟତୀତ ଛାତ୍ରଛାତ୍ରୀ ମାନଙ୍କ ସୁବିଧା ପାଇଁ ଆହାର କେନ୍ଦ୍ର ମଧ୍ୟ ଖୋଲାଯିବ।
ଲାଇବ୍ରେରୀକୁ ଆସୁଥିବା ଛାତ୍ରଛାତ୍ରୀ ମାନେ, ମୁଖ୍ୟତଃ ବିଭିନ୍ନ ପ୍ରତିଯୋଗୀତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବାରୁ ଲାଇବ୍ରେରୀରେ ପର୍ଯ୍ୟାପ୍ତ competitive magazine ରଖାଯିବ ଏବଂ ସଂପୂର୍ଣ୍ଣ ଲାଇବ୍ରେରୀକୁ IT Enabled Smart Management ଦ୍ବାରା ପରିଚାଳିତ କରାଯିବ। ଏତ୍‌ଦବ୍ୟତୀତ Career Counseling ପାଇଁ ବିଭିନ୍ନ କ୍ଷେତ୍ରରେ କୃତୀତ୍ବ ଅର୍ଜନ କରିଥିବା ବ୍ୟକ୍ତିତ୍ବ ମାନଙ୍କ ଦ୍ବାରା Motivational Talkର ଆୟୋଜନ ମଧ୍ୟ ନିୟମିତ ଭାବରେ କରାଯିବ। ବିଭିନ୍ନ ପ୍ରତିଯୋଗିତାମୂଳକ ପରୀକ୍ଷା ନିମନ୍ତେ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହା ବିଶେଷ ସହାୟକ ହେବ।
ହରେକୃଷ୍ଣ ମହତାବ ରାଜ୍ୟ ଲାଇବ୍ରେରୀରେ ୱାଇଫାଇ ବ୍ୟବସ୍ଥା ଉପଲ୍‌ବଧ କରାଯିବ।   ରାଜ୍ୟ ପାଠାଗାରରେ ଭିଡ କମାଇବା ପାଇଁ ବାପୁଜୀ ନଗରରେ ଜନ ଲାଇବ୍ରେରୀ ଖୋଲାଯିବ। ସେଠାରେ  ଅତ୍ୟାଧୁନିକ ସୁବିଧା ସୁଯୋଗର ବିକାଶ କରାଯିବ। ସେଠାରେ ମଧ୍ୟ ଫୁଡକୋର୍ଟର ବ୍ୟବସ୍ଥା ରଖାଯିବ। ଏହି କାର୍ଯ୍ୟକ୍ରମଟି ୫-ଟି ଉପକ୍ରମରେ Odisha Mining Corporation  ଦ୍ବାରା କାର୍ଯ୍ୟକାରୀ କରାଯିବ।  ୫-ଟି ସଚିବଙ୍କ ଗସ୍ତ ସମୟରେ OMCର ପରିଚାଳନା ନିର୍ଦ୍ଦେଶକ, Culture Departmentର ନିର୍ଦ୍ଦେଶକ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ ।
ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ୍‌, ପରିକ୍ରମା ପ୍ରକଳ୍ପ ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ
ଭୁବନେଶ୍ୱର: ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ । ଆଜି ଶ୍ରୀମନ୍ଦିର ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ ପରେ ପରିକ୍ରମା ପ୍ରକଳ୍ପ ବୁଲି କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି 5T ସଚିବ । ପୁରୀ ଜିଲ୍ଲାପାଳ ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ 5T ସଚିବଙ୍କୁ ସବିଶେଷ ବୁଝାଇଥିଲେ । ସେହିପରି ଜଗନ୍ନାଥ ବଲ୍ଲଭ ମଠ ପରିସରରେ ନିର୍ମାଣାଧୀନ ପ୍ରକଳ୍ପ କାର୍ଯ୍ୟ ବୁଲି ଦେଖିଥିଲେ । ଶ୍ରୀସେତୁ ନିର୍ମାଣର ଅଗ୍ରଗତିର ସମୀକ୍ଷା କରିଥିଲେ 5T ସଚିବ ।
ଶିଳ୍ପ ନେଉଥିବା ପାଣିର ହିସାବ ରଖିବ ‘୫-ଟି’
ଭୁବନେଶ୍ୱର : ଶିଳ୍ପ ସଂସ୍ଥା ନେଉଥିବା ପାଣିର ଟିକିନିଖି ହିସାବ ରଖାଯିବ। କେତେ ପାଣି ବ୍ୟବହାର ହେଲା, ବ୍ୟବହୃତ ପାଣିର କେତେ ବିଲିଂ ହେଲା, ପାଣି ଯୋଗାଣର ସ୍ଥିତି କ’ଣ ତାହାର ସବିଶେଷ ବିବରଣୀ ସେଣ୍ଟ୍ରାଲ ସର୍ଭରରେ ଗଛିତ ରହିବ। ଏହି କାମରେ ଆଉ ବ୍ୟକ୍ତିଗତ ହସ୍ତକ୍ଷେପ ରହିବ ନାହିଁ। ସେନ୍ସର ଆଧାରିତ ଇଣ୍ଟରନେଟ୍‍ ଅଫ୍‍ ଥିଙ୍ଗ୍‍ସ (ଆଇଓଟି) କୌଶଳ ଏସବୁ ହିସାବ ରଖିବ। ପରୀକ୍ଷାମୂଳକ ଭାବେ ରାଜ୍ୟର ଦୁଇ ପ୍ରମୁଖ ଶିଳ୍ପ ସଂସ୍ଥା ଚୌଦ୍ୱାରସ୍ଥିତ ଇମ୍ଫା ଏବଂ ପାରାଦ୍ୱୀପସ୍ଥିତ ଇଫ୍‍କୋରେ ଏହି ବ୍ୟବସ୍ଥା ଆରମ୍ଭ କରିଛି ଜଳସମ୍ପଦ ବିଭାଗ। ରାଜ୍ୟ ସରକାର ପ୍ରମୁଖ ନଦୀରୁ ଶିଳ୍ପ ସଂସ୍ଥାମାନଙ୍କୁ ପାଣି ଯୋଗାଇ ଦେଉଛନ୍ତି। ତେବେ ଏହାକୁ ନେଇ ବିଭାଗ ବିରୋଧରେ ଅନେକ ଅଭିଯୋଗ ହୋଇଆସୁଛି।
ଏଥିରେ ମୁଖ୍ୟ ଅଭିଯୋଗ ହେଉଛି ଜଳର ଅପଚୟ ଏବଂ କମ୍‍ ବିଲ୍‍ ଆଦାୟ। ଏହାକୁ ଦୃଷ୍ଟିରେ ରଖି ବିଭାଗ ପକ୍ଷରୁ ‘୫-ଟି’ ଉପକ୍ରମ ଅଧୀନରେ ଆଇଓଟି ବ୍ୟବସ୍ଥା କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏଥିରେ ପ୍ରମୁଖ ଭୂମିକା ନେବ ସୂଚନା ଓ ପ୍ରଯୁକ୍ତି। ଜଳ ସଂଗ୍ରହ ହେଉଥିବା ପଏଣ୍ଟରେ ସେନ୍ସର ଆଧାରିତ ମିଟର ଖଞ୍ଜାଯିବ। ଏଥିପାଇଁ ସମ୍ପୃକ୍ତ ଶିଳ୍ପ ସଂସ୍ଥା ପ୍ରଥମେ ଜଳ ସମ୍ପଦ ବିଭାଗର ଡିଭିଜନ୍‍ ସ୍ତରୀୟ ଅଧିକାରୀ (ଅଧିକ୍ଷଣ ଯନ୍ତ୍ରୀ/ନିର୍ବାହୀ ଯନ୍ତ୍ରୀ)ଙ୍କୁ ଯୋଗାଯୋଗ କରିବା ପରେ ଆଇଓଟି ସେବା ପ୍ରଦାନକାରୀ ସଂସ୍ଥାକୁ ଏଥିପାଇଁ ବରାଦ ଦେବେ। ଏନ୍‍ଆଇସି ସହିତ ସମନ୍ୱୟ ରକ୍ଷା କରି ଆଇଓଟି ସେବା ପ୍ରଦାନକାରୀ ସଂସ୍ଥା ମିଟର୍‍ ବସାଇବା ପାଇଁ ପଦକ୍ଷେପ ନେବ। ଏନ୍‍ଆଇସି ସହିତ ଆଲୋଚନା କରି ସେନ୍ସର ଆଧାରିତ ମିଟର୍‍ ବସାଇବା ପାଇଁ ମାର୍ଗଦର୍ଶୀକା ପ୍ରସ୍ତୁତ କରାଯିବ।
ଏନ୍‍ଆଇସିର ଅନୁମତି ମିଳିବା ପରେ ଯାଇ ସମ୍ପୃକ୍ତ ଅଧିକାରୀଙ୍କ ଉପସ୍ଥିତିରେ ମିଟର୍‍ ବସାଯିବ। ମିଟର୍‍ ବସିବା ପରେ ତାହା ଠିକ୍‍ ଭାବେ କାମ କରୁଛି କି ନାହିଁ ତାହା ସମ୍ପୃକ୍ତ ଯନ୍ତ୍ରୀ ସୁନିଶ୍ଚିତ କରିବେ। ଏହି ଉପକରଣ ପାଣିର ଗତି ମାପିବା ସହିତ ବ୍ଲୁଟୁଥ୍‍, ଜିଏସ୍‍ଏମ୍‍, ୱାଇଫାଇ ଜରିଆରେ ଏନ୍‍ଆଇସିର ସର୍ଭରକୁ ତଥ୍ୟ ପଠାଇବ। ଏହି ତଥ୍ୟ ଆଧାରରେ ପାଣି ବିଲ୍‍ ପ୍ରସ୍ତୁତ କରାଯିବ ଏବଂ ଇଣ୍ଡଷ୍ଟ୍ରିଆଲ ୱାଟର୍‍ କଞ୍ଜପସନ୍‍ ଆଣ୍ଡ ରେଭିନ୍ୟୁ କଲେକ୍ସନ୍‍ ମନିଟୋରିଂ (ଆଇଡବ୍ଲୁସିଆରସିଏମ୍‍) ଅନ୍‍ଲାଇନ୍‍ ପୋର୍ଟାଲରେ ବିଲ୍‍ ପୈଠ କରାଯିବ। ଏହି ବ୍ୟବସ୍ଥା ଦ୍ୱାରା ଶିଳ୍ପ ସଂସ୍ଥାକୁ ଜଳଯୋଗାଣ ପ୍ରକ୍ରିୟା ସମ୍ପୂର୍ଣ୍ଣ ସ୍ୱୟଞ୍ଚାଳିତ ହେବା ସହିତ ପାରଦର୍ଶୀ, ବ୍ୟବହାର ଉପଯୋଗୀ, ତ୍ରୁଟିଶୂନ୍ୟ ହୋଇପାରିବ। ଏହି ମିଟର୍‍ରେ କିଛି ହେରଫେର୍‍ କରାଯାଇ ପାରିବ ନାହିଁ ଏବଂ ଜଳ ବ୍ୟବହାରର ରିୟଲ୍‍ ଟାଇମ୍‍ ତଥ୍ୟ ସର୍ଭରରେ ଅପଲୋଡ୍‍ କରିବ। ତେଣୁ ଜଣେ ଚାହିଁଲେ ବି ଏହି ତଥ୍ୟରେ ଗୋଳମାଳ କରି ବିଲ୍‍ କମାଇବା ସମ୍ଭାବନା ନାହିଁ। ଗତ ଫେବୃଆରୀ ୧୭ ତାରିଖରେ ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା।
ମୁଖ୍ଯମନ୍ତ୍ରୀ:  ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ମୋ ସରକାର ଏକ ନୂଆ ମଡେଲ ଦେଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ମୋ ସରକାର ଉପକ୍ରମ ସଂପର୍କରେ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀଏହା କହିଛନ୍ତି । ବୈଠକରେ ସମସ୍ତ ବିଭାଗ ଏହି କାର୍ଯ୍ୟକ୍ରମରେ ଅଧିକରୁ ଅଧିକ ଲୋକଙ୍କୁ ସାମିଲ କରିବାକୁ ପରାମର୍ଶ ଦେବା ସହିତ ମୁଖ୍ୟମନ୍ତ୍ରୀ ସମସ୍ତ ବିଭାଗ କାର୍ଯ୍ୟକ୍ରମ ଉପରେ ନଜର ରଖି ନିୟମିତ ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଥିଲେ।
ସୂଚନାଯୋଗ୍ୟ ଯେ ୨୦୧୯ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ ଦୁଇ ଦଶକ ମଧ୍ୟରେ ଓଡିଶାରେ ବ୍ୟାପକ ବିକାଶ ହୋଇଛି ଓ ଓଡିଶା ଅନେକ କ୍ଷେତ୍ରରେ ଆଦର୍ଶ ସୃଷ୍ଟି କରିଛି । ଦୁଇ ବର୍ଷ ତଳେ ଆରମ୍ଭ ହୋଇଥିବା ମୋ ସରକାର କାର୍ଯ୍ୟକ୍ରମ ଏବେ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ଏକ ନୂଆ ମଡେଲ ଦେବାରେ ସଫଳ ହୋଇଛି ମୋ ସରକାର । ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ସରକାର ଓ ସରକାରୀ ଅନୁଷ୍ଠାନ ଗୁଡିକ ପ୍ରତି ଲୋକଙ୍କ ଦୃଷ୍ଟିଭଙ୍ଗୀରେ ମୋ ସରକାର ବ୍ୟାପକ ପରିବର୍ତ୍ତନ ଆଣିଛି । ଜନସାଧାରଣ ଓ ସରକାରୀ ଅନୁଷ୍ଠାନ ମଧ୍ୟରେ ଆସ୍ଥା ସୃଷ୍ଟି କରିବାରେ ମଧ୍ୟ ଏହା ସଫଳ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଲେ ଯେ ଲୋକଙ୍କ ଫିଡ୍ବ୍ୟାକ ରେକର୍ଡ କରାଯାଇଛି ଏବଂ ସେମାନଙ୍କ ମତାମତ ଭିତ୍ତିରେ ଯେଉଁ ଅବଧାରଣା ସୃଷ୍ଟି ହୋଇଛି, ତା ଉପରେ ପଦକ୍ଷେପ ମଧ୍ୟ ନିଆଯାଉଛି । ଏହି ଉପକ୍ରମ ଉପରେ ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଶାସନରେ ଏହି ରୂପାନ୍ତର ପାଇଁ, ଯେଉଁଥିରେ ସରକାର ସବୁଠାରୁ ଶେଷ ଧାଡିରେ ଥିବା ଲୋକ ପାଖରେ ପହଞ୍ଚି ପାରୁଥିବେ ଏବଂ ଆବଶ୍ୟକତା ଥିବା ସବୁ ଲୋକଙ୍କୁ ସେବା ଯୋଗାଇ ପାରୁଥିବେ; ସେଥିପାଇଁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସଂପୂର୍ଣ୍ଣ ବ୍ୟବହାରିକ ପରିବର୍ତ୍ତନର ଆବଶ୍ୟକତା ଥିଲା । ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରି କହିଲେ ଯେ ଏ ଦିଗରେ ନିୟମିତ ଉଦ୍ୟମ ଆଜି ସଫଳ ହୋଇଛି ।
ତୃଣମୂଳ ସ୍ତରରୁ ଯେଉଁ ଫିଡବ୍ୟାକ ମିଳୁଛି, ତାହା ଉତ୍ସାହଜନକ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ “ମୁଁ ଯେଉଁ ମତାମତ ପାଉଛି, ସେଥିରୁ ଜଣାଯାଉଛି ଯେ କର୍ମଚାରୀଙ୍କ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ଅନେକ ବିଭାଗ ସଫଳ ହେଉଛନ୍ତି। ଖୁସିର କଥା, ସରକାରୀ ଅଧିକାରୀ ଓ କର୍ମଚାରୀମାନେ ନାଗରିକ ମାନଙ୍କୁ ସେବା ପ୍ରଦାନ କରିବା ସମୟରେ ବର୍ତ୍ତମାନ ଅଧିକ ଦାୟିତ୍ବସଂପନ୍ନ ଓ ସହୃଦୟତାର ସହ ବ୍ୟବହାର କରୁଛନ୍ତି।”
ମୁଖ୍ୟମନ୍ତ୍ରୀ ଖୁସିପ୍ରକାଶ କରି କହିଲେ ଯେ ଏହି କାର୍ଯ୍ୟକ୍ରମ ଦ୍ବାରା ପ୍ରଶାସନିକ ପ୍ରକ୍ରିୟା ଏବେ ଅଧିକ ସହଭାଗୀତାଭିତ୍ତିକ ହୋଇପାରିଛି ଏବଂ ଏହି ପ୍ରକ୍ରିୟା ମଧ୍ୟରେ ନାଗରିକ ମାନେ ସରକାରୀ କାର୍ଯ୍ୟକ୍ରମ ଗୁଡିକର ଅଂଶୀଦାର ମଧ୍ୟ ହୋଇପାରିଛନ୍ତି। ଏ ଦିଗରେ ନିରନ୍ତର ପ୍ରୟାସ ଦ୍ବାରା ଏକ ସମତା (equity) ଓ ନ୍ୟାୟଭିତ୍ତିକ ଅନ୍ତର୍ଭୁକ୍ତି ସମାଜ (Inclusive society) ଗଠନ ହୋଇପାରିବ ବୋଲି ସେ କହିଥିଲେ ।
ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ପୁଣିଥରେ କହୁଛି ଯେ ନାଗରିକ ମାନଙ୍କ ସନ୍ତୋଷ ଏକ ଲକ୍ଷ୍ୟ ନୁହେଁ, ଏହା ଏକ ନିରନ୍ତର ଯାତ୍ରା। ଆମ ସମସ୍ତଙ୍କୁ ନିରନ୍ତର ଉନ୍ନତି କରିବାର ଏବଂ ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଅଧିକ ସକ୍ରିୟ ହେବାର ଆବଶ୍ୟକତା ରହିଛି। ବିଭାଗ ଗୁଡିକର ଭୂମିକା ଲୋକଙ୍କ ମତାମତ ସଂଗ୍ରହ କରିବାରେ ଶେଷ ହୋଇଯିବା ଉଚିତ ନୁହେଁ, ବରଂ ଏଥିରେ ଯେଉଁ ସମସ୍ୟା ଅଛି, ସେଗୁଡିକ ସମାଧାନ କରିବା ପାଇଁ ପଦକ୍ଷେପ ନେବା ମଧ୍ୟ ଜରୁରୀ। ଯେଉଁ କର୍ମଚାରୀମାନେ ଲୋକଙ୍କ ସେବା ଯୋଗାଇ ଦେବାରେ ଉଲ୍ଲେଖନୀୟ ପ୍ରଦର୍ଶନ କରୁଛନ୍ତି, ସେମାନଙ୍କୁ ବିଭାଗ ଗୁଡିକ ସେମାନଙ୍କୁ ମାନ୍ୟତା ଦେବାର ଆବଶ୍ୟକତା ମଧ୍ୟ ରହିଛି ।” ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅର୍ଥ, ପୂର୍ତ୍ତ ଏବଂ ବାଣିଜ୍ୟ ଓ ପରିବହନ, ଏହି ୩ଟି ବିଭାଗକୁ ମୋ ସରକାରରେ ସାମିଲ ହେବା ପ୍ରକ୍ରିୟାର ଶୁଭାରମ୍ଭ କରିଥିଲେ।
ବୈଠକରେ ୬ଟି ବିଭାଗର କାର୍ଯ୍ୟକ୍ରମ ସମୀକ୍ଷା ହୋଇଥିଲା । ଏଗୁଡିକ ହେଲା ଗୃହ ବିଭାଗ, ସ୍ବାସ୍ଥ୍ୟ ଓ ପରିବାରକଲ୍ୟାଣ, ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶିଳ୍ପ, ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଜଳସଂପଦ ବିଭାଗ । ଆଲୋଚନାରେ ଭାଗ ନେଇ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ ଏହା ଲୋକଙ୍କ ଠାରୁ ଫିଡବ୍ୟାକ ଗ୍ରହଣ କରିବାର ସବୁଠାରୁ ବଡ କାର୍ଯ୍ୟକ୍ରମ। ଏଥିରେ ପ୍ରାୟତଃ ସବୁ ବିଭାଗ ସାମିଲ ହୋଇଥିବା ବେଳେ, ଏହି କାର୍ଯ୍ୟକ୍ରମକୁ ନିୟମିତ ଭାବେ ତଦାରଖ କରିବାର ଆବଶ୍ୟକତା ରହିଛି ବୋଲି ସେ ମତ ଦେଇଥିଲେ।
ବୈଠକର ଆଲୋଚନାରେ ଭାଗ ନେଇ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ କହିଲେ ଯେ ଅଧିକାଂଶ ବିଭାଗର ଫିଡବ୍ୟାକ ବ୍ୟବସ୍ଥା ବହୁତ ଉନ୍ନତ ମାନର ଅଛି । ସାଧାରଣ ଲୋକଙ୍କ ଠାରୁ ମତାମତ ସଂଗ୍ରହ କରିବାରେ ବିଭାଗମାନେ ତତ୍ପରତା ଦେଖାଇବା ସହ ଭୁଲ କରୁଥିବା କର୍ମଚାରୀଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଉପରେ ଗୁରୁତ୍ବ ଦେବାର ଆବଶ୍ୟକତା ଅଛି ବୋଲି ସେ କହିଥିଲେ। ସାଧାରଣ ଲୋକଙ୍କ ସହିତ ବିଭିନ୍ନ ବିଭାଗରେ ବିଶେଷକରି ଇଂଜିନିୟରିଂ ବିଭାଗ ଗୁଡିକରେ ସେବା ପ୍ରଦାନକାରୀ ସଂସ୍ଥା (Service Provider) ମାନଙ୍କ ଠାରୁ ମଧ୍ୟ ମୋ ସରକାରର କାର୍ଯ୍ୟକ୍ରମରେ ଫିଡବ୍ୟାକ ସଂଗ୍ରହ କରିବାର ବ୍ୟବସ୍ଥା କରାଯିବା ଜରୁରୀ ବୋଲି ସେ କହିଥିଲେ।
ଏହି ବୈଠକରେ ଇଲେକ୍ଟ୍ରୋନିକ୍‌ସ ଓ ଆଇଟି ବିଭାଗର ସଚିବ ଶ୍ରୀ ମନୋଜ ମିଶ୍ର ଏକ ଉପସ୍ଥାପନ ରଖି କହିଲେ ଯେ ରାଜ୍ୟର ୨୮ଟି ବିଭାଗର ୨୩୩ଟି ସେବା ମୋ ସରକାରରେ ସାମିଲ ହୋଇଛି । ଆଜିର ଏହି ୩ଟି ବିଭାଗକୁ ମିଶାଇ ୩୧ଟି ବିଭାଗର ୨୫୦ଟି ସେବା ସାମିଲ ହେଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ପୋଲିସ ମହାନିର୍ଦ୍ଦେଶକ, ପ୍ରମୁଖ ସଚିବ, ଜ଼ିଲ୍ଲାପାଳ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତ ବିଭାଗ କାର୍ଯ୍ୟକ୍ରମ ଉପରେ ନଜର ରଖି ନିୟମିତ ତଦାରଖ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସୂଚନାଯୋଗ୍ୟ ଯେ ୨୦୧୯ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମୋ ସରକାର କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ।
ମୁଖ୍ୟମନ୍ତ୍ରୀ କହିଲେ ଯେ ଗତ ଦୁଇ ଦଶକ ମଧ୍ୟରେ ଓଡିଶାରେ ବ୍ୟାପକ ବିକାଶ ହୋଇଛି ଓ ଓଡିଶା ଅନେକ କ୍ଷେତ୍ରରେ ଆଦର୍ଶ ସୃଷ୍ଟି କରିଛି । ଦୁଇ ବର୍ଷ ତଳେ ଆରମ୍ଭ ହୋଇଥିବା ମୋ ସରକାର କାର୍ଯ୍ୟକ୍ରମ ଏବେ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ଏକ ନୂଆ ମଡେଲ ଦେବାରେ ସଫଳ ହୋଇଛି ମୋ ସରକାର । ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ସରକାର ଓ ସରକାରୀ ଅନୁଷ୍ଠାନ ଗୁଡିକ ପ୍ରତି ଲୋକଙ୍କ ଦୃଷ୍ଟିଭଙ୍ଗୀରେ ମୋ ସରକାର ବ୍ୟାପକ ପରିବର୍ତ୍ତନ ଆଣିଛି । ଜନସାଧାରଣ ଓ ସରକାରୀ ଅନୁଷ୍ଠାନ ମଧ୍ୟରେ ଆସ୍ଥା ସୃଷ୍ଟି କରିବାରେ ମଧ୍ୟ ଏହା ସଫଳ ହୋଇପାରିଛି ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ ।
ମୁଖ୍ୟମନ୍ତ୍ରୀ କହିଲେ ଯେ ସମସ୍ତଙ୍କ ଠାରୁ ଲୋକଙ୍କ ଫିଡ୍ବ୍ୟାକ ରେକର୍ଡ କରାଯାଇଛି ଏବଂ ସେମାନଙ୍କ ମତାମତ ଭିତ୍ତିରେ ଯେଉଁ ଅବଧାରଣା ସୃଷ୍ଟି ହୋଇଛି, ତା ଉପରେ ପଦକ୍ଷେପ ମଧ୍ୟ ନିଆଯାଉଛି  । ଏହି ଉପକ୍ରମ ଉପରେ ମତ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରଶାସନରେ ଏହି ରୂପାନ୍ତର ପାଇଁ, ଯେଉଁଥିରେ ସରକାର ସବୁଠାରୁ ଶେଷ ଧାଡିରେ ଥିବା ଲୋକ ପାଖରେ ପହଞ୍ଚି ପାରୁଥିବେ ଏବଂ ଆବଶ୍ୟକତା ଥିବା ସବୁ ଲୋକଙ୍କୁ ସେବା ଯୋଗାଇ ପାରୁଥିବେ; ସେଥିପାଇଁ ସରକାରୀ କର୍ମଚାରୀ ମାନଙ୍କ ମଧ୍ୟରେ ସଂପୂର୍ଣ୍ଣ ବ୍ୟବହାରିକ ପରିବର୍ତ୍ତନର ଆବଶ୍ୟକତା ଥିଲା । ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରି କହିଲେ ଯେ ଏ ଦିଗରେ ନିୟମିତ ଉଦ୍ୟମ ଆଜି ସଫଳ ହୋଇଛି ।
ତୃଣମୂଳ ସ୍ତରରୁ ଯେଉଁ ଫିଡବ୍ୟାକ ମିଳୁଛି, ତାହା ଉତ୍ସାହଜନକ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଲେ ଯେ “ମୁଁ ଯେଉଁ ମତାମତ ପାଉଛି, ସେଥିରୁ ଜଣାଯାଉଛି ଯେ କର୍ମଚାରୀଙ୍କ ବ୍ୟବହାରିକ ପରିବର୍ତ୍ତନ ଆଣିବାରେ ଅନେକ ବିଭାଗ ସଫଳ ହେଉଛନ୍ତି। ଖୁସିର କଥା, ସରକାରୀ ଅଧିକାରୀ ଓ କର୍ମଚାରୀମାନେ ନାଗରିକ ମାନଙ୍କୁ ସେବା ପ୍ରଦାନ କରିବା ସମୟରେ ବର୍ତ୍ତମାନ ଅଧିକ ଦାୟିତ୍ବସଂପନ୍ନ ଓ ସହୃଦୟତାର ସହ ବ୍ୟବହାର କରୁଛନ୍ତି।” ମୁଖ୍ୟମନ୍ତ୍ରୀ ଖୁସିପ୍ରକାଶ କରି କହିଲେ ଯେ ଏହି କାର୍ଯ୍ୟକ୍ରମ ଦ୍ବାରା ପ୍ରଶାସନିକ ପ୍ରକ୍ରିୟା ଏବେ ଅଧିକ ସହଭାଗୀତାଭିତ୍ତିକ ହୋଇପାରିଛି ଏବଂ ଏହି ପ୍ରକ୍ରିୟା ମଧ୍ୟରେ ନାଗରିକ ମାନେ ସରକାରୀ କାର୍ଯ୍ୟକ୍ରମ ଗୁଡିକର ଅଂଶୀଦାର ମଧ୍ୟ ହୋଇପାରିଛନ୍ତି। ଏ ଦିଗରେ ନିରନ୍ତର ପ୍ରୟାସ ଦ୍ବାରା ଏକ ସମତା (equity) ଓ ନ୍ୟାୟଭିତ୍ତିକ ଅନ୍ତର୍ଭୁକ୍ତି ସମାଜ (Inclusive society) ଗଠନ ହୋଇପାରିବ ବୋଲି ସେ କହିଥିଲେ ।
ମୁଖ୍ୟମନ୍ତ୍ରୀ କହିଲେ, “ମୁଁ ପୁଣିଥରେ କହୁଛି ଯେ ନାଗରିକ ମାନଙ୍କ ସନ୍ତୋଷ ଏକ ଲକ୍ଷ୍ୟ ନୁହେଁ, ଏହା ଏକ ନିରନ୍ତର ଯାତ୍ରା। ଆମ ସମସ୍ତଙ୍କୁ ନିରନ୍ତର ଉନ୍ନତି କରିବାର ଏବଂ ଲୋକଙ୍କ ସମସ୍ୟା ସମାଧାନ ଦିଗରେ ଅଧିକ ସକ୍ରିୟ ହେବାର ଆବଶ୍ୟକତା ରହିଛି। ବିଭାଗ ଗୁଡିକର ଭୂମିକା ଲୋକଙ୍କ ମତାମତ ସଂଗ୍ରହ କରିବାରେ ଶେଷ ହୋଇଯିବା ଉଚିତ ନୁହେଁ, ବରଂ ଏଥିରେ ଯେଉଁ ସମସ୍ୟା ଅଛି, ସେଗୁଡିକ ସମାଧାନ କରିବା ପାଇଁ ପଦକ୍ଷେପ ନେବା ମଧ୍ୟ ଜରୁରୀ। ଯେଉଁ କର୍ମଚାରୀମାନେ ଲୋକଙ୍କ ସେବା ଯୋଗାଇ ଦେବାରେ ଉଲ୍ଲେଖନୀୟ ପ୍ରଦର୍ଶନ କରୁଛନ୍ତି, ସେମାନଙ୍କୁ ବିଭାଗ ଗୁଡିକ ସେମାନଙ୍କୁ ମାନ୍ୟତା ଦେବାର ଆବଶ୍ୟକତା ମଧ୍ୟ ରହିଛି ।” ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଅର୍ଥ, ପୂର୍ତ୍ତ ଏବଂ ବାଣିଜ୍ୟ ଓ ପରିବହନ, ଏହି ୩ଟି ବିଭାଗକୁ ମୋ ସରକାରରେ ସାମିଲ ହେବା ପ୍ରକ୍ରିୟାର ଶୁଭାରମ୍ଭ କରିଥିଲେ।
ଆର୍ଥିକ ଅନିୟମିତତା ଓ କାର୍ଯ୍ୟରେ ଅବହେଳା : ବରପାଲି ଏନ୍‍ଏସିର ଦୁଇ ଅଧିକାରୀଙ୍କୁ ‘୫-ଟି’ ଛାଟ
ଭୁବନେଶ୍ୱର : ଆର୍ଥିକ ଅନିୟମିତତା ଓ କାର୍ଯ୍ୟରେ ଅବହେଳା ଦୁଇ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଜଣଙ୍କୁ ଚାକିରିରୁ ନିଲମ୍ବିତ କରାଯାଇ ଥିବା ବେଳେ ଅନ୍ୟ ଜଣଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ରାଜ୍ୟ ସରକାରଙ୍କ ‘୫-ଟି’ ଉପକ୍ରମ ଅନୁସାରେ ଦୁଇ ଅଧିକାରୀଙ୍କ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ବିଭାଗୀୟ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ବରଗଡ଼ ଜିଲ୍ଲା ବରପାଲି ଏନ୍‍ଏସିରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ଶିବଶଙ୍କର ଗିରିଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ସେହିପରି ବରପାଲି ଏନ୍‍ଏସିର କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରମୋଦ ଚନ୍ଦ୍ର ମେହେରଙ୍କୁ ବ୍ରହ୍ମପୁର ମହାନଗର ନିଗମକୁ ବଦଳି କରାଯାଇଛି। ବିଭାଗ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ କୁହାଯାଇଛି
ଯେ କନିଷ୍ଠ ଯନ୍ତ୍ରୀ ଶ୍ରୀ ଗିରିଙ୍କ ବିରୋଧରେ ସରକାରୀ ନିର୍ଦ୍ଦେଶନାମାର ଉଲ୍ଲଘଂନ, ଖରାପ ପ୍ରଦର୍ଶନ, କାର୍ଯ୍ୟରେ ଗୁରୁତର ଅବହେଳା ଆଦି ନେଇ ଅଭିଯୋଗ ରହିଥିଲା। ତେଣୁ ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଉଛି। ଏହି ସମୟରେ ସେ ସମ୍ବଲପୁର ମହାନଗର ନିଗମର କମିଶନରଙ୍କ ଅଧୀନରେ ରହିବେ ଏବଂ ବିନା ଅନୁମତିରେ ମୁଖ୍ୟାଳୟ ଛାଡ଼ି ବାହାରକୁ ଯାଇ ପାରିବେ ନାହିଁ।
‘୫-ଟି’ ଉପକ୍ରମ: ପ୍ରଥମ ସମୟାନୁବର୍ତ୍ତିତା ଅବଧି ମଧ୍ୟରେ ବିତ୍ତୀୟ ପରିଚାଳନା ଲକ୍ଷ୍ୟ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି ଉପକ୍ରମର ଅନ୍ୟତମ ମୁଖ୍ୟ ଉପାଦାନ ହେଉଛି- ଟାଇମ୍‍ (ସମୟ)। ଧାର୍ଯ୍ୟ ଅବଧି ମଧ୍ୟରେ କାର୍ଯ୍ୟ ସାରିବାକୁ ପ୍ରାଥମିକତା ଦିଆଯାଉଛି। ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ କାର୍ଯ୍ୟ ନ ସରିଲେ, ବ୍ୟୟଭାର ବୃଦ୍ଧି ପାଉଥିବାରୁ ପ୍ରକଳ୍ପ ସମୀକ୍ଷା ସମୟରେ ସମୟାନୁବର୍ତ୍ତିତାକୁ ପ୍ରାଥମିକତା ଦିଆଯାଉଛି। ଏହି କ୍ରମରେ ଅର୍ଥ ବିଭାଗପକ୍ଷରୁ ନିକଟରେ ପ୍ରମୁଖ ବିଭାଗ ଗୁଡ଼ିକୁ ଅବଗତ କରାଯିବା ସହ ନିର୍ଦ୍ଧାରିତ ସମୟରେ ବଜେଟ୍‍ ଅର୍ଥ ଖର୍ଚ୍ଚ କରିବା ନେଇ ମାର୍ଗଦର୍ଶିକା ଜାରି କରାଯାଇଛି। ତ୍ରୈମାସିକ ଖର୍ଚ୍ଚ ଆବଣ୍ଟନ (କ୍ୟୁଇଏ) ଏବଂ ମାସିକ ଖର୍ଚ୍ଚ ଯୋଜନା (ଏମଇପି) ଦ୍ୱାରା ସମସ୍ତ ବ୍ୟୟ ପ୍ରକ୍ରିୟାର ଟାଇମ୍‍ ଅଡିଟ୍‍ କରାଯିବ। ଏଣିକି ପ୍ରତି ବିଭାଗ ଏମ୍‍ଇପି ପ୍ରସ୍ତୁତ କରିବେ। ଏହାକୁ କ୍ୟୁଇଏ ପଦ୍ଧତିରେ ପ୍ରସ୍ତୁତ କରିବେ। ଏହାକୁ ପ୍ରସ୍ତୁତ କରିବା ନେଇ ଅର୍ଥ ବିଭାଗ ଅନଲାଇନ୍‍ ତଥା ଡିଜିଟାଲ ପଦ୍ଧତିରେ ଏକ ମାଧ୍ୟମ ଯୋଗାଇ ଦେବେ।
ନିୟମିତ ବ୍ୟବଧାନରେ ବିଭାଗ ଗୁଡ଼ିକ ନିଜ ନିଜର ଅଗ୍ରଗତି ଏବଂ ଫିଡ୍‍ବ୍ୟାକ୍‍ ଏଥିରେ ଅପଲୋଡ କରିବେ ବୋଲି ଅର୍ଥ ବିଭାଗ ପକ୍ଷରୁ କୁହାଯାଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଉପରୋକ୍ତ ୨ଟି ପଦ୍ଧତି ଆସନ୍ତା ଜୁଲାଇ ମାସ ଯାଏଁ ଟାଇମ୍‍ ଅଡିଟ୍‍ କରାଯିବ। କାରଣ ଚଳିତ ଆର୍ଥିକ ବର୍ଷର ପ୍ରଥମ ୪ ମାସ ପାଇଁ ନିକଟରେ ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ୧,୦୬,୪୯୮ କୋଟି ଟଙ୍କାର ବଜେଟ ଆଗତ କରିଥିଲେ ଓ ଏହାକୁ ଅନୁମୋଦନ ମିଳିସାରିଛି। ଅବଶିଷ୍ଟ ୮ ମାସ ପାଇଁ ଅବଶିଷ୍ଟ ପ୍ରାୟ ୯୪ ହଜାର କୋଟି ଟଙ୍କା ବ୍ୟୟ ହେବ। ବଜେଟ ଯେପରି ବଳକା ରହିବ ନାହିଁ; ତାହାକୁ ନେଇ ବିଭାଗ ସମୟ ନିର୍ଘଣ୍ଟ ପ୍ରସ୍ତୁତ କରିବ। କେନ୍ଦ୍ର ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ମଧ୍ୟ ସମୟ ଅନୁଯାୟୀ ବିତ୍ତୀୟ ପରିଚାଳନାକୁ ଗୁରୁତ୍ୱ ଦେବା ପାଇଁ ପ୍ରସ୍ତାବ ଦିଆଯାଇଥିଲା। ଆର୍ଥିକ ବର୍ଷର ଶେଷ ତ୍ରୈମାସିକରେ ଖର୍ଚ୍ଚ ହ୍ରାସ ଏବଂ ପ୍ରାରମ୍ଭିକ ପର୍ଯ୍ୟାୟରେ ବ୍ୟାପକ ବ୍ୟୟକୁ ପ୍ରାଥମିକତା ପ୍ରଦାନ କରାଯାଇଛି।
ଏହି ବ୍ୟବସ୍ଥା କେନ୍ଦ୍ର ସରକାରଙ୍କ ପ୍ରସ୍ତାବ ପୂର୍ବରୁ ମଧ୍ୟ ରାଜ୍ୟ ସରକାର ପରୀକ୍ଷଣ କରିସାରିଛନ୍ତି। ୨୦୧୦-୧୧ ଆର୍ଥିକ ବର୍ଷରେ ଏହି ବ୍ୟବସ୍ଥା ୧୦ଟି ବିଭାଗୀୟ ଲେଖାନୁଦାନକୁ ନେଇ କାର୍ଯ୍ୟକାରୀ ହୋଇଥିଲା। ଏହାର ପରବର୍ଷ ଅର୍ଥାତ ୨୦୧୧-୧୨ରୁ ୨୦୧୭-୧୮ ଆଉ ୧୦ଟି ବିଭାଗ ଯୋଡି ହୋଇଥିଲା। ଚଳିତ ଆର୍ଥିକ ବର୍ଷରେ ପୂର୍ବର ସମସ୍ତ ବିଭାଗକୁ ମଧ୍ୟ ଏହି ଆର୍ଥିକ ପରିଚାଳନା କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ କରାଯାଇଛି। ଏହି ବିଭାଗ ଗୁଡ଼ିକ ହେଉଛି- ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତୀକରଣ, ଏମଏସଏମଇ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା, ପୂର୍ତ୍ତ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସ୍କୁଲ ଓ ଗଣଶିକ୍ଷା, ମହିଳା ଓ ଶିଶୁ ବିକାଶ, ଗ୍ରାମ୍ୟ ଉନ୍ନୟନ, ଉଚ୍ଚଶିକ୍ଷା, ମତ୍ସ୍ୟ ଓ ପଶୁସମ୍ପଦ ବିକାଶ, କୃଷି ଓ କୃଷକ ସଶକ୍ତୀକରଣ, ଏସଟିଏସସି ଉନ୍ନୟନ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଜଳସମ୍ପଦ, ଶିଳ୍ପ ଏବଂ ଜଙ୍ଗଲ ଓ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ।
ପ୍ରଥମ ତ୍ରୈମାସିକ କ୍ୟୁଇଏ ଏବଂ ଜୁଲାଇ ମାସର ଏମଇପିକୁ ଅର୍ଥ ବିଭାଗର ଅନୁମତି ବିନା ପରିବର୍ତ୍ତନ କରାଯାଇପାରିବ ନାହିଁ। ସେହିପରି କେନ୍ଦ୍ର ପ୍ରବର୍ତ୍ତିତ ଯୋଜନାରେ ଭାରତ ସରକାରଙ୍କ ପକ୍ଷରୁ ଯେତିକି ଅଂଶଧନ ଯୋଗାଇ ଦିଆଯିବ, ତାହାକୁ ଦୃଷ୍ଟିରେ ରଖି ରାଜ୍ୟ ତହବିଲରୁ ଅର୍ଥ ଖର୍ଚ୍ଚ କରାଯିବ। କେତେକ ବିଭାଗରେ କେନ୍ଦ୍ରୀୟ ଅନୁଦାନ ପ୍ରଥମ ତ୍ରୈମାସିକରେ ଉତ୍ସାହଜନକ ନ ଥିବା ଜଣାପଡ଼ିଛି। ତେଣୁ କରି ଯୋଜନାକୁ ଜାରି ରଖିବା ପାଇଁ ପ୍ରଶାସନିକ ବିଭାଗ ସେହି ଯୋଜନା ପାଇଁ ରଖାଯାଇଥିବା ଅର୍ଥର ୫୦% ଖର୍ଚ୍ଚ କରିପାରିବେ। ଏହା କେବଳ ଗତ ଏପ୍ରିଲରୁ ଆସନ୍ତା ଜୁଲାଇ ଯାଏଁ କାର୍ଯ୍ୟକାରୀ ହେବ। ପରବର୍ତ୍ତୀ ସମୟରେ ଯୋଜନା ଜାରି ରଖିବା ପାଇଁ ଦରମା ବାବଦ ବ୍ୟୟବରାଦର ୫୦% ଖର୍ଚ୍ଚ କରିପାରିବେ, ମାତ୍ର ଏହା ଆସନ୍ତା ଜୁଲାଇ ଯାଏଁ ଜାରି ରହିବ। ପରବର୍ତ୍ତୀ ସମୟରେ କେନ୍ଦ୍ରୀୟ ଅନୁଦାନ ଏବଂ ବିତ୍ତୀୟ ସ୍ଥିତି ଦେଖି ପଦକ୍ଷେପ ଗ୍ରହଣ କରାଯିବ।
‘ସ୍ୱାସ୍ଥ୍ୟ ସମାଧାନ ଓଡ଼ିଶା’ ଆପ୍‍ ଲୋକାର୍ପିତ, ସୋସିଆଲ ମିଡିଆରୁ ସଂଗ୍ରହ ହେବ ଅଭିଯୋଗ
ଭୁବନେଶ୍ୱର: କୋଭିଡ୍‍ ପରଠାରୁ ସ୍ୱାସ୍ଥ୍ୟ ସେବା ସର୍ବାଧିକ ଗୁରୁତ୍ୱ ବହନ କରୁଥିବା ବେଳେ ରାଜ୍ୟ ସରକାର ‘୫-ଟି’ ଉପକ୍ରମ ଜରିଆରେ ଏଥିରେ ସଂସ୍କାର ଆଣିବା ପାଇଁ ଉଦ୍ୟମ କରୁଛନ୍ତି। ଏହି କ୍ରମରେ ଆଜି ‘ସ୍ୱାସ୍ଥ୍ୟ ସମାଧାନ ଓଡ଼ିଶା’ ଆପ୍ଲିକେସନ୍‍ର ଶୁଭାରମ୍ଭ କରାଯାଇଛି। ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ରାଜ କୁମାର ଶର୍ମା ଏହି ଆପ୍‍ର ଶୁଭାରମ୍ଭ କରିଛନ୍ତି।
ହସ୍ତଗତ ସୂଚନା ଅନୁସାରେ, ବିଭିନ୍ନ ପ୍ରକାର ସାମାଜିକ ଗଣମାଧ୍ୟମରେ ସ୍ୱାସ୍ଥ୍ୟ ସେବା ସମ୍ପର୍କରେ ଜନସାଧାରଣ ଅଭିଯୋଗ କରୁଛନ୍ତି। ବିଭିନ୍ନ ସମସ୍ୟାକୁ ନେଇ ସରକାରଙ୍କର ଦୃଷ୍ଟି ଆକର୍ଷଣ କରୁଛନ୍ତି। ତେବେ ସବୁ ଅଭିଯୋଗକୁ ସାମାଜିକ ଗଣମାଧ୍ୟମରୁ ସଂଗ୍ରହ କରି ସମ୍ପୃକ୍ତ ବିଭାଗକୁ ଦେବା ଏବେ କଷ୍ଟକର ବ୍ୟାପାର। ଏପରିସ୍ଥଳେ ସରକାରୀ ବ୍ୟବହାର ଉଦ୍ଦେଶ୍ୟରେ ସ୍ୱାସ୍ଥ୍ୟ ସମାଧାନ ଓଡ଼ିଶା ଆପ୍‍ ପ୍ରସ୍ତୁତ କରାଯାଇଛି। ଏହାର ପରିଚାଳନା ପାଇଁ ସ୍ୱତନ୍ତ୍ର କର୍ମଚାରୀ ନିୟୋଜିତ ହେବେ। ସେମାନେ ବିଭିନ୍ନ ସାମାଜିକ ଗଣମାଧ୍ୟମରୁ ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ଜନସାଧାରଣଙ୍କ ଅଭିଯୋଗ ସଂଗ୍ରହ କରି ସମ୍ପୃକ୍ତ ବିଭାଗକୁ କିମ୍ବା ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଦାନ କରିବେ। ଅଭିଯୋଗ ଉପରେ କ’ଣ କାର୍ଯ୍ୟାନୁଷ୍ଠାନ ହେଲା ସେ ସମ୍ପର୍କରେ ଅଭିଯୋଗ ଆଣିଥିବା ବ୍ୟକ୍ତିଙ୍କୁ ଅବଗତ କରାଯିବ। ଯଦି ଫୋନ୍‍ ନମ୍ବର ନଥାଏ ତା ହେଲେ ତାଙ୍କର ସାମାଜିକ ଗଣମାଧ୍ୟମ ଆକାଉଣ୍ଟରେ ସୂଚନା ଦିଆଯିବ। ଏଥିସହ ଯଦି ସ୍ୱାସ୍ଥ୍ୟ ସେବାରେ ଉନ୍ନତି ଆଣିବା ସମ୍ପର୍କରେ ଜନସାଧାରଣ ସରକାରଙ୍କୁ କିଛି ପ୍ରସ୍ତାବ ଦେଇଥାନ୍ତି କିମ୍ବା କିଛି ଭଲ କାମ ସମ୍ପର୍କରେ ସୂଚନା ଦିଅନ୍ତି ତା ହେଲେ ସେଗୁଡ଼ିକ ମଧ୍ୟ ସଂଗ୍ରହ କରାଯିବ। ସ୍ୱାସ୍ଥ୍ୟ ସମାଧାନ ଓଡ଼ିଶା ଆପ୍‍ ପାଇଁ ଏକ ସ୍ୱତନ୍ତ୍ର ୟୁଜର ଆଇଡି ଏବଂ ପାସୱାର୍ଡ ରହିବ। ଲଗ୍‍ ଇନ୍‍ କରି ସମ୍ପୃକ୍ତ ବିଭାଗର ଅଧିକାରୀ ଅଭିଯୋଗ ସମ୍ପର୍କିତ ସୂଚନା ଅପଲୋଡ୍‍ କରିବେ। ସମଗ୍ର ରାଜ୍ୟକୁ ଏହି ଆପ୍‍ ସଂଯୋଗ କରିବ। ଆଜି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀ ଶର୍ମାଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହାର ଉପଯୋଗିତା ନେଇ ସବିଶେଷ ଆଲୋଚନା କରାଯାଇଥିଲା। ଏହି ବୈଠକରେ ଏନଏଚ୍‍ଏମ୍‍ ପରିଚାଳନା ନିର୍ଦ୍ଦେଶକ, ଓଡ଼ିଶା ରାଜ୍ୟ ଔଷଧ ନିଗର ପରିଚାଳନା ନିର୍ଦ୍ଦେଶକ, ସ୍ୱାସ୍ଥ୍ୟ ବିଭାଗର ସମସ୍ତ ନିର୍ଦ୍ଦେଶକ, ମେଡିକାଲ କଲେଜ ଓ ହସ୍ପିଟାଲର ଅଧିକ୍ଷକ, ସମସ୍ତ ଜିଲ୍ଲାର ସିଡିଏମ୍‍ଓ/ପିଏଚ୍‍ଓ ମାନେ ଉପସ୍ଥିତ ଥିଲେ।
ବାଟ ଦେଖାଉଛି ‘୫-ଟି’ ଉପକ୍ରମ: ଦୁଆର ମୁହଁରେ ପହଞ୍ଚିବ ପ୍ରଶାସନ, ପଞ୍ଚାୟତ ଅଫିସରେ ମିଳିବ ସବୁ ସରକାରୀ ସୁବିଧା
ଭୁବନେଶ୍ୱର: ସାଧାରଣ ନାଗରିକଟିଏ କୌଣସି ସରକାରୀ ସୁବିଧା ପାଇଁ ବ୍ଲକ ମୁଖ୍ୟାଳୟର ଦ୍ୱାରସ୍ଥ ହେବ ନାହିଁ। ବ୍ଲକରେ ମିଳୁଥିବା ସମସ୍ତ ସୁବିଧା ତଥା ପ୍ରଶାସନିକ ସହାୟତା ଏଣିକି ପଞ୍ଚାୟତ କାର୍ଯ୍ୟାଳୟରେ ମିଳିବ। ପ୍ରଶାସନକୁ ସାଧାରଣ ଲୋକଙ୍କ ଦୁଆର ମୁହଁରେ ପହଞ୍ଚାଇବା ନେଇ ରାଜ୍ୟ ସରକାର ଏକ ବିସ୍ତୃତ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିଛନ୍ତି। ‘୫-ଟି’ ରୂପାନ୍ତରଣ କାର୍ଯ୍ୟକ୍ରମରେ ଆଗାମୀ ଦିନରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଏହି ପଦକ୍ଷେପ ନେବାକୁ ଯାଉଛି। ସେହିଭଳି ପଞ୍ଚାୟତସ୍ତରରେ ଖାଲି ପଡ଼ିଥିବା ସରକାରୀ ପଦଗୁଡ଼ିକ ଖୁବ୍‍ଶୀଘ୍ର ପୂରଣ କରିବା ପାଇଁ ତତ୍ପରତା ପ୍ରକାଶ ପାଇଛି। ଆଗାମୀ ଦିନରେ କେବଳ ପଞ୍ଚାୟତସ୍ତରରେ ୧୦,୦୦୦ ନିଯୁକ୍ତ ସୁଯୋଗ ସୃଷ୍ଟି କରାଯିବ ବୋଲି ସୂଚନା ମିଳିଛି।
ରାଜ୍ୟର ୬୦୦୦ରୁ ଊର୍ଦ୍ଧ୍ବ ଗ୍ରାମ ପଞ୍ଚାୟତ ଆସନ୍ତା ୨୦୨୬ ସୁଦ୍ଧା ଏହି ସୁବିଧା ପହଞ୍ଚାଇବା ପାଇଁ ସରକାର ଯୋଜନା ପ୍ରସ୍ତୁତ କରିସାରିଛନ୍ତି। ସରକାରୀଙ୍କ ବହୁ ଯୋଜନାରେ ହିତାଧିକାରୀଙ୍କୁ ସିଧାସଳଖ ଆର୍ଥିକ ସହାୟତା (ଡିବିଟି) ପ୍ରଦାନ କରାଯାଇଥାଏ। ତେଣୁ ପଞ୍ଚାୟତ ମୁଖ୍ୟାଳୟରେ ବ୍ୟାଙ୍କ ଶାଖା ଖୋଲାଯିବାକୁ ପ୍ରାଥମିକତା ଦିଆଯିବ। ପୂର୍ବରୁ ବ୍ୟାଙ୍କ୍‍ ଥିବା ପଞ୍ଚାୟତରେ ଡିଜିଟାଲ ଏବଂ ନେଟ୍‍ ବ୍ୟାଙ୍କିଙ୍ଗ୍‍ ବ୍ୟବସ୍ଥାକୁ ସୁଦୃଢୀକରଣ କରାଯିବ। ସରକାରଙ୍କ ପକ୍ଷରୁ ବ୍ୟାଙ୍କ୍‍ ନ ଥିବା ପଞ୍ଚାୟତରେ ନିଜର ଶାଖା ଖୋଲିବା ପାଇଁ ଜାତୀୟ ତଥା ଗ୍ରାମ୍ୟ ବ୍ୟାଙ୍କ୍‍ ଗୁଡ଼ିକୁ ନିର୍ଦ୍ଦେଶ ଦିଆଯିବ। ବିଭିନ୍ନ ସ୍ଥାନରେ ଉପଲବ୍ଧ କରାଯାଉଥିବା ଜନ ସୁବିଧା କେନ୍ଦ୍ର ଏଣିକି ପଞ୍ଚାୟତ ମୁଖ୍ୟାଳୟ ସହ ସଂଯୋଗ କରାଯିବ। ଏହି ସବୁ ବ୍ୟବସ୍ଥାକୁ କାର୍ଯ୍ୟକାରୀ କରିବା ପାଇଁ ପ୍ରତି ପଞ୍ଚାୟତରେ ୪ ଜଣ ଅଧିକାରୀ କାର୍ଯ୍ୟ କରିବେ। ଆଗାମୀ ଦିନରେ ହେବାକୁ ଥିବା ୧୦,୦୦୦ ନିଯୁକ୍ତି ମଧ୍ୟରୁ ୨୦୦୦ଟି ପଦ କେବଳ ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ(ପିଇଓ)ଙ୍କର ରହିଛି। ସେହିପରି ହଜାରେଟି ପଦ ଜେ.ଇ ଏବଂ ବାକି ୭୦୦୦ ପଦ ପଞ୍ଚାୟତ ଆକାଉଣ୍ଟ ଅଫିସର, ଡାଟା ଏଣ୍ଟ୍ରି ଅଧିକାରୀ ପାଇଁ ଉଦ୍ଦିଷ୍ଟ ରହିଛି। ଏହି ପଦ ଗୁଡ଼ିକ ପୂରଣ କରିବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇ ସାରିଥିବା ଜଣାପଡ଼ିଛି।
ନୀତି ଆୟୋଗ ଯେପରି ନିରନ୍ତର ବିକାଶ ଲକ୍ଷ୍ୟ (ଏସଡିଜି) ସୂଚକାଙ୍କ ଆଧାରରେ କାର୍ଯ୍ୟ କରୁଛି। ପଞ୍ଚାୟତସ୍ତରରେ ସାମଗ୍ରିକ ବିକାଶମୂଳକ କାର୍ଯ୍ୟ ସମାନରୂପରେ ହେବ। ତୃଣମୂଳସ୍ତରରେ ସ୍ୱାସ୍ଥ୍ୟ, କୃଷି ଏବଂ ଶିକ୍ଷାକୁ ସର୍ବାଧିକ ପ୍ରାଥମିକତା ଦିଆଯିବ। ପୂର୍ବରୁ ଗ୍ରାମାଞ୍ଚଳ ଗୁଡ଼ିକରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନ ସରିଛି। ରାଜ୍ୟର ପ୍ରତି ପ୍ରାନ୍ତରେ ମେଡିକାଲ କଲେଜ ଓ ହସ୍ପିଟାଲ ପ୍ରାୟ ଖୋଲି ଗଲାଣି। ଆଗାମୀ ଦିନରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଏବଂ ଜନସ୍ୱାସ୍ଥ୍ୟ କେନ୍ଦ୍ର ଗୁଡ଼ିକ ଭିତ୍ତିଭୂମି ଉନ୍ନୟନକୁ ପ୍ରାଧାନ୍ୟ ଦିଆଯିବ। ସେହିପରି ଶିକ୍ଷା କ୍ଷେତ୍ରରେ ସ୍କୁଲ ଗୁଡ଼ିକର ରୂପାନ୍ତରଣ ଜାରି ରହିଛି। ବର୍ତ୍ତମାନ ଦ୍ୱିତୀୟ ପର୍ଯ୍ୟାୟ ରୂପାନ୍ତରଣ କାର୍ଯ୍ୟ ଜାରି ରହିଛି। ଏହି ଶୈକ୍ଷିକ କାର୍ଯ୍ୟର ନିୟମିତ ମନିଟରିଂ ଏଣିକି ପଞ୍ଚାୟତସ୍ତରରେ ହେବ। ସ୍ଥାନୀୟ ଗାଁ କମିଟି ଏବଂ ସ୍ୱୟଂ ସହାୟିକା ଗୋଷ୍ଠୀ (ଏସଏଚଜି) ଏଥିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ଅନୁରୂପ ଭାବେ କୃଷି ଫସଲ ବିବିଧକରଣ, ଅର୍ଥକାରୀ ଫସଲ ଚାଷ ପାଇଁ ପ୍ରୋତ୍ସାହନ, ସାର, ବିହନ ଠାରୁ ଆରମ୍ଭ କରି ମୌଳିକ କୃଷି ସାମଗ୍ରୀ ପଞ୍ଚାୟତ କାର୍ଯ୍ୟାଳୟରେ ଉପଲବ୍ଧ କରାଯିବ। ବ୍ଲକସ୍ତରୀୟ କୃଷି ଅଧିକାରୀ ନିୟମିତ ଜୋନ୍‍ ୱାରୀ ନିରୀକ୍ଷଣ କରିବେ। ଫସଲବୀମା ହିତାଧିକାରୀଙ୍କୁ ଯୋଗାଇଦେବା, ଏହି ପ୍ରକ୍ରିୟାରେ ସେମାନଙ୍କୁ ସାମିଲ ହେବା ପାଇଁ ପଞ୍ଚାୟତସ୍ତରରେ ଅଧିକାରୀମାନେ ସହାୟତା କରିବେ। କୃଷି ସମ୍ପର୍କିତ କାଉନସେଲିଂ ପାଇଁ ଚାଷୀମାନଙ୍କୁ ଆଉ ବ୍ଲକ କିମ୍ବା ଜିଲ୍ଲା ମୁଖ୍ୟ।।ଳୟକୁ ଯିବାକୁ ପଡ଼ିବ ନାହିଁ।
ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଜାରି: ବିଦାହେଲେ ଆଉ ୫ ଅଧିକାରୀ
ଭୁବନେଶ୍ବର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ଆଜି ପୁଣି ୫ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଇଞ୍ଜିନିୟର, ସିଡିପିଓ, ଅଙ୍ଗନବାଡୀ ସୁପରଭାଇଜର, ପୁଲିସ ଇନ୍ସପେକ୍ଟର, ରେଭିନ୍ୟୁ ସୁପରଭାଇଜର ଅନ୍ତର୍ଭୁକ୍ତ ଅଛନ୍ତି। ଏପର୍ଯ୍ଯନ୍ତ ୧୪୬ ଅଧିକାରୀଙ୍କ ଉପରେ କାର୍ଯ୍ଯାନୁଷ୍ଠାନ ନିଆଯାଇଛି ।
ବାଧ୍ୟତାମୂଳ ଅବସର ପାଇଥିବା ୫ ଜଣଙ୍କ ମଧ୍ୟରୁ ମୟୂରଭଂଜ ଜିଲ୍ଲା ବାରିପଦା ଆଇଟିଡିଏର ଆସିଷ୍ଟାଣ୍ଟ ଇଂଜିନିୟର ସନ୍ତୋଷ କୁମାର ଦାସଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି। ତାଙ୍କ ବିରୋଧରେ ୨.୮୦ କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ରହିଛି । ସେଥିପାଇଁ ତାଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା।
ସେହିପରି ଜଗତସିଂହପୁର ଜିଲ୍ଲା ବାଲିକୁଦାର ଗୋଷ୍ଠୀ ଉନ୍ନୟନ ପ୍ରକଳ୍ପ ଅଧିକାରୀ (ସିଡିପିଓ) ସରଳା ଦେଇଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦ ହଜାର ଟଙ୍କା ଲାଞ୍ଚ ଦାବି କରି ଗ୍ରହଣ କରୁଥିବା ବେଳେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ।
ଜଗତସିଂହପୁର ବାଲିକୁଦାର ଅଙ୍ଗନବାଡି ସୁପରଭାଇଜର ପ୍ରତିମା ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ଅଛି। ଲାଞ୍ଚ ଦାବି କରି ଗ୍ରହଣ କରୁଥିବା ବେଳେ ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ । ତାଙ୍କୁ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତକୁ ପଠାଯାଇଥିଲା ।
ସେହିପରି ଅନୁଗୁଳ ପୁଲିସ ଟ୍ରେନିଂ କଲେଜର ପୋଲିସ ଇନ୍ସପେକ୍ଟର ରାମଚନ୍ଦ୍ର ବେହେରାଙ୍କ ନାମରେ ଅନେକ ଅଭିଯୋଗ ରହିଥିଲା । ଅପାରଗତା ଓ ବିଶୃଙ୍ଖଳ ଆଚରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।
ସେହିପରି କେନ୍ଦୁଝର ଜିଲ୍ଲା ସଦର ତହସିଲଦାରଙ୍କ କାର୍ୟ୍ୟାଳୟରେ କାର୍ଯ୍ଯରତ ରେଭିନ୍ୟୁ ସୁପରଭାଇଜର ହୃଦାନନ୍ଦ ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ଜମିଜମା ମାପଚୁପ ସମୟରେ ଜଣେ ବ୍ୟକ୍ତିଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ଦାବୀ କରି ଗ୍ରହଣ କରୁଥିବା ବେଳେ, ସେ ଦୁର୍ନୀତି ନିବାରଣ ବିଭାଗ ଦ୍ବାରା ଧରା ପଡିଥିଲେ ।
ସୂଚନାଯୋଗ୍ୟ ଯେ, ରାଜ୍ୟ ସରକାର ନିକଟରେ ଜଣେ ବରିଷ୍ଠ ଭାରତୀୟ ବନସେବା ଅଧିକାରୀ ଓ ଜଣେ ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି । ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୪୬ ଜଣ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।
ଚାରି ପ୍ରଶିକ୍ଷକଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ରାଜ୍ୟ ସରକାର
ଭୁବନେଶ୍ୱର: ଚାରି ଜଣ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସରର ଦେଲେ ରାଜ୍ୟ ସରକାର । ଅପରାଗତା ଓ କାର୍ଯ୍ଯରେ ଅବହେଳା ଅଭିଯୋଗରେ ଏହି କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଓଡ଼ିଶା କାଉନସିଲ୍ ଅଫ୍ ସ୍ପୋର୍ଶର ଏହି ଚାରି ଜଣ ପ୍ରଶିକ୍ଷକ ହେଲେ ଭଲିବଲ କୋଚ୍ ପ୍ରଭାକର ତ୍ରିପାଠୀ ଓ ଜ୍ଞାନେନ୍ଦ୍ର ପ୍ରସାଦ ବଢ଼େଇ । ସେହିଭଳି ବକ୍ସିଂ କୋଚ୍ ଶଙ୍କର ପ୍ରସାଦ ଅଧିକାରୀ, ହ୍ୟାଣ୍ଡବଲ କୋଚ୍ ମନୋଜ କୁମାର ଦାସଙ୍କୁ ମଧ୍ୟ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର ।
ସୂଚନା ଯୋଗ୍ୟ ଯେ, କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗରେ କାର୍ଯ୍ଯରତ କର୍ମଚାରୀଙ୍କ ଦକ୍ଷତା ଆକଳନ ନେଇ ଏକ ଅନୁଧ୍ୟାନ କମିଟି ଗଠନ ହୋଇଥିଲା । ଆଉ ଏହି କମିଟି ରିପୋର୍ଟ କ୍ରମେ ଏଭଳି କାର୍ଯ୍ଯାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ୨୦୧୯ ମସିହାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଥିଲା । ଯେଉଁଥିରେ ୫୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ କର୍ମଚାରୀଙ୍କ କାର୍ଯ୍ଯ ପରାଦର୍ଶିତା ନେଇ ଆକଳନ କରାଯିବ ବୋଲି ଉଲ୍ଲେଖ ଥିଲା । ଆଜି ଗ୍ରହଣ କରାଯାଇଥିବା କୋଚ୍‌ଙ୍କ ବିରୋଧରେ କାର୍ଯ୍ଯାନୁଷ୍ଠାନ ମଧ୍ୟ ଏହି ଆଧାରରେ ନିଆଯାଇଛି ।
ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି: ପୁଣି ଆଉ ୮ ଅଧିକାରୀଙ୍କୁ ଦେଲେ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ସାଧାରଣ ଜୀବନରେ ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ କଠୋର ପଦକ୍ଷେପ ଜାରି ରଖିଛନ୍ତି।
ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଏବେ ଆଉ ୮ ଜଣ ସରକାରୀ ଅଧିକାରୀଙ୍କୁ ସେମାନଙ୍କର ଅନୈତିକତା, ଅପାରଗତା ଓ ଦୁର୍ନୀତି ଯୋଗୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଏହି ୮ ଜଣଙ୍କୁ ମିଶାଇ ବର୍ତ୍ତମନ ସୁଦ୍ଧା ୧୩୦ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରିରୁ ବହିସ୍କାର କରାଗଲାଣି ।
ଏହି ୮ ଜଣଙ୍କ ମଧ୍ୟରୁ ନିମାପଡାର ପୂର୍ବତନ ତହସିଲଦାର ତଥା ସବ୍‌ ରେଜିଷ୍ଟର ଦାୟିତ୍ବରେ ଥିବା ଓ.ଏ.ଏସ୍‌ ଅଧିକାରୀ ଶ୍ରୀ ରାମଚନ୍ଦ୍ର ଜେନାଙ୍କ ବିରୁଦ୍ଧରେ ୩ଟି ଦୁର୍ନୀତି ଅଭିଯୋଗ ରହିଛି । ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତଲାସି କରାଯାଇଥିବା ସମୟରେ ତାଙ୍କ ନିକଟରୁ ଏକାଧିକ ପ୍ୟାନ୍‌ କାର୍ଡ ସହିତ ୫ ଲକ୍ଷ ଟଙ୍କା ଜବତ କରାଯାଇଥିଲା । ଏହାପର ଠାରୁ ସେ ଚାକିରୀରୁ ନିଲମ୍ବିତ ହୋଇଥିଲେ ।
ସେହିପରି, ଜଗତସିଂହପୁରର ପୂର୍ବତନ ଡ଼େପୁଟି କଲେକ୍ଟର ଓ.ଏ.ଏସ୍‌ ଅଧିକାରୀ ଶ୍ରୀ ଗୌରାଙ୍ଗ ଚରଣ ମହାନ୍ତିଙ୍କ ବିରୁଦ୍ଧରେ ୭ଟି ଦୁର୍ନୀତି ଅଭିଯୋଗ ଥିଲା । ତାଙ୍କ ନାମରେ ସରକାରୀ ପାଣ୍ଠି ଆତ୍ମସାତ ତଥା ସରକାରୀ ଯୋଜନାର ସୁବିଧା ଆବଣ୍ଟନରେ ଅନିୟମିତତାର ଅଭିଯୋଗ ଥିଲା ।
ସୁନ୍ଦରଗଡ ଲାଠିକଟାର ପୂର୍ବତନ ତହସିଲଦାର ଏବଂ ବର୍ତ୍ତମାନ ବରଗଡର ଅମ୍ବାଭୋନାରେ ବି.ଡି.ଓ ଥିବା ଓ.ଏ.ଏସ୍‌ ଅଧିକାରୀ ଶ୍ରୀ ଆଲଫୋନ୍‌ସ ବିଲୁଙ୍ଗଙ୍କ ନାମରେ ୩ଟି ଦୁର୍ନୀତି ଅଭିଯୋଗ ରହିଛି । ସେ ଜମିର କିସମ ପରିବର୍ତ୍ତନ ତଥା ରାଜସ୍ବ ଆଦାୟ କ୍ଷେତ୍ରରେ ଅନୁଚିତ ଅନୁଗ୍ରହ ପ୍ରଦାନ କରି ସରକାରଙ୍କୁ କ୍ଷତି ପହଞ୍ଚାଇଥିଲେ ।
ସେହିପରି କେନ୍ଦୁଝର ଜଳସେଚନ ବିଭାଗ ବୈତରଣୀ ଡିଭିଜନର ପୂର୍ବତନ ସୁପରିଟେଣ୍ଡିଂ ଇଞ୍ଜିନିୟର ଶ୍ରୀ ବିଧାନ ଚନ୍ଦ୍ର ସାହୁଙ୍କ ନାମରେ ଗୋଟିଏ ଦୁର୍ନୀତି ଅଭିଯୋଗ ରହିଛି । ୨୦୨୧ ଅକ୍ଟୋବର ମାସରେ ସେ ବହୁ ପରିମାଣର ଟଙ୍କା ଧରି ଯାଉଥିବାର ଖବର ପାଇ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତାଙ୍କୁ ହଠାତ୍‌ ଯାଞ୍ଚ କରାଯାଇଥିଲା ଏବଂ ତାଙ୍କ ନିକଟରୁ ୧୦ ଲକ୍ଷ ଟଙ୍କା ଜବତ କରିଥିଲା। ଏହାପରେ ତାଙ୍କ ସମ୍ପତ୍ତି ଉପରେ ଚଢଉ କରାଗଲା ବେଳେ ଅନେକ ପରିମାଣର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରାଯାଇଥିଲା ।
କଳାହାଣ୍ଡି ଲାଞ୍ଜିଗଡ ବ୍ଲକ୍‌ର ବିଶ୍ବନାଥପୁରଠାରେ ସମନ୍ବିତ ଶିଶୁ ବିକାଶ ଯୋଜନାର ସିଡିପିଓ ଶ୍ରୀମତୀ ମୀନା ପାତ୍ର ୨୦୨୧ ଅକ୍ଟୋବର ୪ ତାରିଖରେ ଦୁଇଟି ସ୍ବୟଂ ସହାୟତା ଗୋଷ୍ଠୀ ଠାରୁ ଛତୁଆ ଯୋଗାଣ ପାଇଁ ୮୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ, ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢଉ କରି ତାଙ୍କୁ ଧରା ଯାଇଥିଲା । ଭବାନୀପାଟଣାରେ ତାଙ୍କର ଦୁଇଟି କୋଠାଘର ଓ ୬ଟି ପ୍ଲଟ୍‌ ରହିଛି । ତାଙ୍କର ସମୁଦାୟ ସମ୍ପତ୍ତିର ମୂଲ୍ୟ ପ୍ରାୟ ୧ କୋଟି ୮୦ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି।
ସେହିପରି କଳାହାଣ୍ଡି ଥୁଆମୂଳ ରାମପୁର ବ୍ଲକ୍‌ର ସମନ୍ବିତ ଶିଶୁ ବିକାଶ ଯୋଜନାର ସିଡିପିଓ ଶ୍ରୀମତୀ ପୁଷ୍ପାଞ୍ଚଳୀ ରଥ ୨୦୨୧ ଅକ୍ଟୋବର ୨୫ ତାରିଖରେ ଗୋଟିଏ କର୍ମୀ ନିଯୁକ୍ତି ପାଇଁ ୧ ଲକ୍ଷ ଟଙ୍କା ଦାବୀ କରି ଲାଞ୍ଚ ଗ୍ରହଣ କରୁଥିବା ବେଳେ, ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ତାଙ୍କୁ ଧରା ଯାଇଥିଲା । ତଲାସୀ ସମୟରେ ତାଙ୍କ ନିକଟରେ ବହୁ ପରିମାଣର ସମ୍ପତ୍ତି ଠାବ କରାଯାଇଥିଲା । ସେଥିମଧ୍ୟରୁ ବଲାଙ୍ଗୀରରେ ଗୋଟିଏ ଦ୍ବିତଳ ପ୍ରାସାଦ, ଗୋଟିଏ ଟାଟା ନେକ୍‌ସନ କାର୍‌, ୩ଟି ପ୍ଲଟ୍‌ ଏବଂ ତାସହିତ ନିଜର ଓ ପରିବାରର ସଦସ୍ୟଙ୍କ ନାମରେ ଅନେକ ପୁଞ୍ଜି ବିନିଯୋଗ କରାଯାଇଛି।
ଓଡିଶା ଅବକାରୀ ସେବା ଅଧିନରେ କାମ କରୁଥିବା ଦେବଗଡର ପୂର୍ବତନ ଡେପୁଟି ଅବକାରୀ ସୁପରିଟେଣ୍ଡେଣ୍ଟ ଶ୍ରୀ ଅଜିତ କୁମାର ମହାପାତ୍ର ୨୦୨୧ ସେପ୍ଟେମ୍ବର ୨୯ ତାରିଖ ଦିନ ଦେଢ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଧରା ଯାଇଥିଲା । ତଳାସୀ ସମୟରେ ବର୍ତ୍ତମାନ ସୁଦ୍ଧା ତାଙ୍କ ନିକଟରୁ ଧରା ଯାଇଥିବା ସଂପତି ଗୁଡିକ ହେଉଛି (୧) ବ୍ରହ୍ମପୁର ସହରରେ ୬୦ ଲକ୍ଷ ଟଙ୍କା ବିଶିଷ୍ଟ ଏକ ମହଲା ବିଶିଷ୍ଟ କୋଠାଘର, (୨) ବ୍ରହ୍ମପୁର ତହସିଲରେ ତାଙ୍କ ପତ୍ନୀଙ୍କ ନାମରେ ଦୁଇଟି ପ୍ଲଟ ଓ ଅନେକ ସୁନା ଅଳଙ୍କାର ।
ଭଦ୍ରକ ଜିଲ୍ଲା ତିହିଡି ବ୍ଲକ୍ରେ କ୍ୟାସିଅର ଭାବରେ କାମ କରୁଥିବା ଶ୍ରୀ ପ୍ରଭାକର ପ୍ରଧାନ ବିଭିନ୍ନ ହିତାଧିକାରୀଙ୍କ ଠାରୁ ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଇଥିଲେ । ସେ ସରକାରୀ ଅର୍ଥକୁ ତାଙ୍କ ପତ୍ନୀ ଓ ବନ୍ଧୁବାନ୍ଧବଙ୍କ ଆକାଉଣ୍ଟରେ ଜମା କରିଦେଇଥିଲେ । ତାଙ୍କ ନାମର ଦୁଇଟି ଅଭିଯୋଗ ରହିଛି । ତାଙ୍କ ଗିରଫ କରାଯାଇ ବିଚାର ବିଭାଗୀୟ ହାଜତରେ ରଖାଯାଇଛି ।
ଉପରୋକ୍ତ ୮ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୩୦ ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।