journalist death - The Sakala
କରୋନାରେ ପ୍ରାଣ ହରାଇଥିବା ୪ ସାମ୍ବାଦିକଙ୍କ ପରିବାରବର୍ଗଙ୍କୁ ୧୫ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ
ଭୁବନେଶ୍ୱର: କୋଭିଡରେ ପ୍ରାଣ ହରାଇଥିବା କାର୍ଯ୍ଯରତ ସାମ୍ୱାଦିକଙ୍କ ପରିବାରବର୍ଗଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ । ୪ ଜଣ ପରଲୋକଗତ ସାମ୍ୱାଦିକଙ୍କ ପରିବାରବର୍ଗଙ୍କୁ ୧୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତ ପ୍ରଦାନ କରିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ ସନତ କୁମାର ମହାନ୍ତି । କରୋନା ବିରୋଧରେ ଲଢ଼େଇରେ କାର୍ୟ୍ୟରତ ବେଳେ ପ୍ରାଣବଳୀ ଦେଇଥିବା ଏହି ସାମ୍ୱାଦିକମାନେ ହେଲେ ଇଂରାଜୀ ଦୈନିକ ଟାଇମ୍ସ ଅଫ୍ ଇଣ୍ଡିଆର ପ୍ରୀତିମାନ ମହାପାତ୍ର, ଆଜିକାଲି ଓଡ଼ିଆ ଦୈନିକ ପତ୍ରିକାର ସମ୍ପାଦିକା ବିଜୟଲକ୍ଷ୍ମୀ ମହାନ୍ତି, ମୁକ୍ତବୃତ୍ତ ସାମ୍ୱାଦିକ ବସନ୍ତ ଦାସ ଓ ଜୀ ଓଡ଼ିଶା ପ୍ରତିନିଧି ମାନସ ରଞ୍ଜନ ଜୟପୁରିଆ । ସେମାନଙ୍କ ସମ୍ପର୍କୀୟଙ୍କୁ ବ୍ୟାଙ୍କ ଜରିଆରେ ଏହି ଆର୍ଥିକ ସହାୟତା ରାଶି ଟ୍ରାନ୍ସଫର କରାଯାଇଛି ।
କରୋନାରେ ସାମ୍ବାଦିକଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ନର: କରୋନାରେ ପ୍ରାଣ ହରାଇଥିବା ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ ଅଫିସିଆଲ୍ ଟ୍ୱିଟର ହ୍ୟାଣ୍ଡେଲରୁ ଟ୍ୱିଟ୍ କରି ସମ୍ବାଦିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।
ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odisha ଶୋକ ପ୍ରକାଶ କରିଛନ୍ତି। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି।
— CMO Odisha (@CMO_Odisha) May 7, 2021
ସେହିପରି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ମଧ୍ୟ ଟ୍ୱିଟ୍ କରି ଶୋକ ବ୍ୟକ୍ତ କରିଛନ୍ତି। ସେ ଲେଖିଛନ୍ତି ‘ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କ ଦେହାନ୍ତଖବର ପାଇ ମୁଁ ଗଭୀରଭାବେ ମର୍ମାହତ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି। ଓମ୍ ଶାନ୍ତି।’
ସାମ୍ବାଦିକ ପ୍ରଦୀପ କିଶୋର ସାହୁଙ୍କ ଦେହାନ୍ତ ଖବର ପାଇ ମୁଁ ଗଭୀର ଭାବେ ମର୍ମାହତ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି। ଓମ ଶାନ୍ତି !
— Manas Mangaraj (@manasrmangaraj) May 7, 2021
ସୂଚନାଯୋଗ୍ୟ ପ୍ରଦୀପ କିଶୋର ସାହୁ ଜଣାଶୁଣା ଖବର ସରାବରାହ ସଂସ୍ଥା ସମ୍ବାଦର ଗଞ୍ଜାମ ଜିଲ୍ଲା ପ୍ରତିନିଧି ଭାବେ କାର୍ଯ୍ୟରତ ଥିଲେ । ତେବେ ଗତ ୧୫ ଦିନ ହେବ ସେ କରୋନା ଆକ୍ରାନ୍ତ ହୋଇ ସେ ବ୍ରହ୍ମପୁରର ଅଶ୍ୱିନୀ କୋଭିଡ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୪୩ ବର୍ଷ ହୋଇଥିଲା ।
କଲବଲ୍ କରୁଛି କରୋନା, ପୁଣି ନେଲା ୨ ଯୁବ ସାମ୍ବାଦିକଙ୍କ ଜୀବନ
ଗଞ୍ଜାମ: କଲବଲ କରୁଛି କରୋନା। ରାଜ୍ଯରେ କରୋନା ସଂକ୍ରମିତଙ୍କ ସଂଖ୍ଯା ବଢୁଥିବା ବେଳେ ପୁଣି ଜୀବନ ନେବା ଆରମ୍ଭ କରିଦେଇଛି ମହାମାରୀ କରୋନା। ଗଞ୍ଜାମ ଜିଲ୍ଲାର କକୁଡାଖଣ୍ଡି ଓ ଟିକିଟି ଅଞ୍ଚଳରୁ ଆସିଛି ଦୁଃଖଦ ଖବର। କରୋନାରେ ୨ ସାମ୍ବାଦିକଙ୍କ ମୃତ୍ଯୁ ଘଟିଛି। ଉକ୍ତ ୨ ସାମ୍ବାଦିକଙ୍କ ନାମ ଗୋବିନ୍ଦ ଚନ୍ଦ୍ର ବେହେରା ଓ ମନୋଜ କୁମାର ବୋଲି ଜଣାପଡ଼ିଛି। ଗୋବିନ୍ଦ ଚନ୍ଦ୍ର ଏକ ୱେବ ଚ୍ଯାନେଲରେ କାମ କରୁଥିବା ବେଳେ ମନୋଜ ଏକ ଦୈନିକ ଖବର କାଗଜରେ କାର୍ଯ୍ଯରତ ଥିଲେ। ଶ୍ବାସ ଜନିତ ସମସ୍ଯାରେ ଉଭୟ ବ୍ରହ୍ମପୁର ଏମକେସିଜିରେ ଚିକିତ୍ସିତ ହେଉଥିଲେ। ଉଭୟଙ୍କର ଆଜି ମୃତ୍ଯୁ ଘଟିଛି।
ଭୁବନେଶ୍ୱର: ସଡ଼କ ଦୁର୍ଘଟଣାରେ ‘ସକାଳ’ ଖବର କାଗଜର ବରିଷ୍ଠ ସହ-ସମ୍ପାଦକ ବ୍ରଜ କିଶୋର ପରିଡ଼ାଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୭ ବର୍ଷ ହୋଇଥିଲା ।
ଗତକାଲି ବିଳମ୍ବିତ ରାତିରେ ହଂସପାଳ ଛକରେ ଘଟିଥିବା ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ହୋଇଛି । ଅଫିସରୁ କାର୍ଯ୍ଯ ସାରି କଟକ ସ୍ଥିତ ବାସଭବନକୁ ଫେରୁଥିବା ବେଳେ, ହଂସପାଳ ଛକରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ତାଙ୍କ ମୃତଦେହକୁ କ୍ୟାପିଟାଲ ହସ୍ପିଟାଲରେ ରଖାଯାଇଛି । ମୃତ ବ୍ରଜ କିଶୋର ପରିଡ଼ା, ଭୁବନେଶ୍ବର ଡିଡି ନ୍ୟୁଜର ଆସିଷ୍ଟାଣ୍ଡ ନ୍ୟୁଜ୍ ଏଡିଟର, ପ୍ରଜାତନ୍ତ୍ର ପ୍ରଚାର ସମିତି, ପ୍ରଜାତନ୍ତ୍ର ସପ୍ତାହିକି ଓ ସମୟ ଖବର କାଗଜରେ କାମ କରିଥିଲେ । ଜଣେ ଦକ୍ଷ ସାମ୍ବାଦିକ ଭାବେ ସେ ବେଶ ପରିଚିତ ଥିଲେ । ତାଙ୍କ ଅକାଳ ବିୟୋଗରେ ‘ସକାଳ’ ପରିବାର ପକ୍ଷରୁ ଗଭୀର ଶୋକ ପ୍ରକାଶ ପାଇଛି । ସକାଳ ଓ ନନ୍ଦିଘୋଷ ଟିଭିର ମୁଖ୍ୟ ମାନସ ରଞ୍ଜନ ମଙ୍ଗରାଜ, ‘ସକାଳ’ର ସମ୍ପାଦକ ଡକ୍ଟର ଉମାକାନ୍ତ ମିଶ୍ର, ସିଇଓ ସୁବ୍ରତ ଦାସ, ପ୍ରକାଶକ ଅମିତ୍ ମଲ୍ଲିକ, କାର୍ଯ୍ଯ ନିର୍ବାହୀ ସମ୍ପାଦକ ସମରେନ୍ଦୁ ଦାସ, ଆସିଷ୍ଟାଣ୍ଟ ନ୍ୟୁଜ୍ ଏଡିଟର ମହେଶ୍ବର ସାହୁ, ବ୍ଯୁରୋ ମୁଖ୍ଯ ରଞ୍ଜିତ ମହାନ୍ତି ପ୍ରମୁଖ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।