Ashokpandabbsr - The Sakala

ରାଜ୍ଯରେ ଖୋଲିବ ୩୦ଟି ସାଇନ୍ସ ପାର୍କ- ମନ୍ତ୍ରୀ ଅଶୋକ ପଣ୍ଡା
ଭୁବନେଶ୍ୱର: ଶନିବାର ଗୃହର ପ୍ରଶ୍ନୋତ୍ତର କାର୍ଯ୍ଯକ୍ରମରେ ସାଇନ୍ସ ପାର୍କ ଖୋଲିବା ନେଇ ଆଲୋଚନା ହୋଇଛି।  ରାଜ୍ୟରେ ମୋଟ ୩୦ ଟି ସାଇନ୍ସ ପାର୍କ କରାଯିବା । ପ୍ରଥମ ପର୍ଯ୍ଯାୟରେ ୧୦ ଟି ଏବଂ ଦ୍ଵିତୀୟ ପର୍ଯ୍ଯାୟରରେ ଆଉ ୧୦ ଟି ସାଇନ୍ସ ପାର୍କ ଖୋଲିବା ନେଇ ଗୃହରେ ଉତ୍ତର ରଖିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା । ଏଥିସହ ଭୁବନେଶ୍ୱର ଗୋଟିଏ ସାଇନ୍ସ ପାର୍କ ରହିଛି । ଏହାସହ ୪ଟି ସ୍ଥାନରେ ସାଇନ୍ସ ପାର୍କ କରିବା ନେଇ ଟେଣ୍ଡର ପ୍ରକ୍ରିୟା ଶେଷ କରିଛନ୍ତି । ରାଜ୍ୟର ବାରିପଦା, କେନ୍ଦୁଝର ,ଗୋପାଳପୁର ଓ ରାୟଗଡା ଠାରେ ସାଇନ୍ସ ପାର୍କ ହେବ । ଏହାସହ ରାଉରକେଲା ଏବଂ ବଲାଙ୍ଗୀରରେ ହେବାକୁ ଥିବା ସାଇନ୍ସ ପାର୍କ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏନେଇ ଗୃହରେ ବିଧାୟକ ସନ୍ତୋଷ ସିଂ ସାଲୁଜା ପଚାରିଥିବା ପ୍ରଶ୍ନର ଉତ୍ତର ରଖିଛନ୍ତି ମନ୍ତ୍ରୀ ଅଶୋକ ପଣ୍ଡା।