Tuesday Horoscop - The Sakala
ମଙ୍ଗଳବାର ରାଶିଫଳ ( ୨୪- ୦୫- ୨୦୨୨ )
ମେଷ: ନୂତନ ଉଦ୍ୟମ ପାଇଁ ଦିନଟି ଭଲ ରହିବ। ଧୈର୍ଯ୍ୟର ସହ କାର୍ଯ୍ୟ କରି ସଫଳତା ପାଇବେ। ଆର୍ଥିକସ୍ଥିତି ମଜଭୁତ ରହିବ। ପାରିବାରିକ ଜୀବନରେ ସମସ୍ୟା ଦେଖାଦେଇ ପାେର।
ବୃଷ: ଦୀର୍ଘ ଦିନର ଯୋଜନା ଫଳପ୍ରଦ ହେବ। ନୂତନ ନିବେଶ କରିପାରନ୍ତି। ମନ କଥା ଜୀବନସାଥୀଙ୍କୁ କହି ସନ୍ତୋଷ ଅନୁଭବ କରିବେ। ଛାତ୍ରଛାତୀମାନଙ୍କୁ ପରିଶ୍ରମର ଉଚିତ ଫଳ ମିଳିବ।
ମିଥୁନ: ସ୍ବାସ୍ଥ୍ୟ ପାଇଁ ଚିନ୍ତିତ ରହିପାରନ୍ତି। ତରବରିଆ ଭାବରେ ନିଷ୍ପତ୍ତି ନିଅନ୍ତୁ ନାହିଁ। ଭାଇଭଉଣୀଙ୍କ ମଧ୍ୟରେ ମତଭେଦ ଦେଖାଦେଇପାରେ। ଛାତ୍ରଛାତ୍ରୀ ଲେଖାପଢ଼ାରେ ଅବହେଳା କରିବେ।
କର୍କଟ:ଆଧ୍ୟାତ୍ମିକ ଚିନ୍ତାରେ ଦିନଟି କଟିବ। କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରିବେ। ଆର୍ଥିକ ସ୍ଥିତି ସ୍ବଚ୍ଛଳ ହେବ। ସାଙ୍ଗସାଥୀଙ୍କ ସହ ମିଳାମିଶା ବଢ଼ିବ। ପାରିବାରିକ ଜୀବନରେ ଅସ୍ଥିରତା ଦେଖାଦେଇପାରେ।
ସିଂହ:ଗୁରୁଜନଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। ବ୍ୟବସାୟରେ ଉନ୍ନତି ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। କର୍ମକ୍ଷେତ୍ରରେ ଆଗୁଆ ରହିବେ।
କନ୍ୟା: ପରିବାର ସଦସ୍ୟଙ୍କ ସହ ଭଲରେ ସମୟ କଟିବ। ଆଳସ୍ୟ ଅନୁଭବ କରିବେ। ମହିଳାମାନେ ଆଶାବାଦୀ ହେବେ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ।
ତୁଳା: ଦେହ ଓ ମନ ଭଲ ରହିବ। ବେପାର ସମ୍ବନ୍ଧୀୟ କାର୍ଯ୍ୟ ପୂର୍ଣ୍ଣ ହେବ। ନୂତନ ନିଯୁକ୍ତି ସୁଯୋଗ ପାଇବେ। ସହକର୍ମୀଙ୍କ ସହଯୋଗ ପାଇବେ।
ବିଛା: ନୂତନ କାର୍ଯ୍ୟ ପ୍ରତି ରୁଚି ବଢ଼ିବ। ପରିଶ୍ରମର ଫଳ ପାଇବେ। କର୍ମକ୍ଷେତ୍ରରେ ପ୍ରଶଂସା ପାଇପାରନ୍ତି। ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକୁ ସୂଚାରୁ ରୂପରେ ତୁଲାଇବେ।
ଧନୁ: କାର୍ଯ୍ୟରେ ସୁଧାର ଆସିବ। ପ୍ରିୟଜନଙ୍କ ସହ ଭେଟ ହୋଇପାରେ। ଅଯଥା ଖର୍ଚ୍ଚ କରନ୍ତୁ ନାହିଁ । ନୂତନ ନିବେଶରୁ ନିବୃତ୍ତ ରୁହନ୍ତୁ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ।
ମକର: କୌଣସି ନିଷ୍ପତ୍ତି ନେବା ସମୟରେ ଦ୍ବନ୍ଦ୍ବରେ ପଡ଼ି ଯାଇପାରନ୍ତି। ଭାବନା ଉପରେ ନିୟନ୍ତ୍ରଣ ରଖନ୍ତୁ। ପରିବାରରେ ମନୋମାଳିନ୍ୟ ଦେଖା ଦେଇପାରେ।
କୁମ୍ଭ: ବରିଷ୍ଠ ବ୍ୟକ୍ତିଙ୍କର ସହଯୋଗ ପାଇବେ। ବିବାଦୀୟ ସ୍ଥିତିରୁ ଦୂରେଇ ରୁହନ୍ତୁ। ବ୍ୟବସାୟରେ ଉତ୍ତମ ଲାଭ ହେବ। ବନ୍ଧୁବାନ୍ଧଙ୍କ ଆଗମନ ହୋଇପାରେ।
ମୀନ: କର୍ମକ୍ଷେତ୍ରରେ ସଫଳତା ପାଇବେ। ବେପାରୀମାନଙ୍କ ପାଇଁ ଦିନଟି ଉତ୍ତମ ରହିବ। ଛାତ୍ରଛାତ୍ରୀ ସଫଳତା ପାଇବେ। ପ୍ରେମ ଓ ଦାମ୍ପତ୍ୟ ଜୀବନରେ ତର୍କବିତର୍କ ଦେଖାଦେଇ ପାରେ।
ମେଷ: କର୍ମକ୍ଷେତ୍ରରେ ବହୁ ସହଯୋଗ ମିଳିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପ୍ରଶାସନିକ ପ୍ରଶଂସା ପାଇବେ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌।
ବୃଷ: ଦୁଃସାହସିକ ଭିତ୍ତିରେ କର୍ମ କରି ଆଗେଇ ଚାଲିବେ। ମହିଳାମାନେ ଦୃଢ଼ମନା ହେବେ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା।
ମିଥୁନ: କାର୍ଯ୍ୟ ମନ୍ଥର ଓ ଖର୍ଚ୍ଚାନ୍ତ ଦେଖାଦେବ। ସନ୍ତାନମାନେ ଅସ୍ଥିର ରହିବେ। ରାଜନୀତିରେ ସମସ୍ୟା ରହିବ। ଚାକିରିରେ ଚାପ ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ- ୫, ଶୁଭ ରଙ୍ଗ-ସବୁଜ।
କର୍କଟ: ଦିନଟି ଚଳଚଞ୍ଚଳ ରହିବେ। ରାଜନୀତିରେ ଜନସେବାରେ ବ୍ରତୀ ରହିବେ। ମହିଳାମାନେ ହସଖୁସିରେ ରହିବେ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- କ୍ରିମ୍‌।
ସିଂହ: ସମାଜରେ ଉତ୍ତମ ଆସନରେ ଅଳଂକୃତ ହୋଇପାରନ୍ତି। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। ପରିବହନ ଓ ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍‌।
କନ୍ୟା: କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ସାଂସାରିକ ଅର୍ଥ ଚିନ୍ତା ରହିବ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶିକ୍ଷାର୍ଥୀ ଚିନ୍ତିତ ରହିବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ- ସିଲଭର୍‌।
ତୁଳା: ଦିନଟି ଆମୋଦପ୍ରମୋଦ ଭିତରେ କଟିବ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ସଫଳତା ମିଳିବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ- ୨,ଶୁଭ ରଙ୍ଗ- ଧଳା।
ବିଛା: ଦେହ ଓ ମନ ଭଲ ରହିବ। ସମ୍ମାନ ଲାଭ କରିବେ। ଆୟ ଅବ୍ୟାହତ ରହିବ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଉଚ୍ଚଶିକ୍ଷା ପ୍ରତି ଆଗ୍ରହୀ ହେବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ- ମେରୁନ୍।
ଧନୁ: ବିଭିନ୍ନ କ୍ଷେତ୍ରରୁ ଆୟର ପଥ ଉନ୍ମୁକ୍ତ ରହିଛି। ଉଭୟେ ପ୍ରେମ ଓ ଦାମ୍ପତ୍ୟ ଜୀବନ ମଧୁର ରହିବ। ବାଣିଜ୍ୟରେ ଉତ୍ତମ ଆୟ ରହିବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ଗୋଲଡେନ୍‌।
ମକର: ଦିନଟି କିଛିଟା ସମସ୍ୟା ଦେଇ ଗତି କରିପାରେ । ଅନ୍ୟ ପାଇଁ ଅପଦସ୍ଥ ହୋଇପାରନ୍ତି। ମହିଳାମାନେ ଉଦାସ ରହିବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।
କୁମ୍ଭ: ଆର୍ଥିକ ଦୁରବସ୍ଥା ରହିବ। ଶତ୍ରୁବୃଦ୍ଧି ହେବେ। ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶିକ୍ଷାର୍ଥୀ ଭ୍ରମରେ ପଡ଼ିପାରନ୍ତି। ଶୁଭ ଅଙ୍କ-୩,ଶୁଭ ରଙ୍ଗ- ହଳଦିଆ।
ମୀନ: ନୂତନ କର୍ମରେ ନିଯୁକ୍ତି ଯୋଗ ଦେଖାଦେଇପାରେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୯,ଶୁଭ ରଙ୍ଗ- କମଳା।
ମଙ୍ଗଳବାର ରାଶିଫଳ ( ୧୮- ୦୧ -୨୦୨୨ )
ମେଷ: ବହୁ ପରିଶ୍ରମ କରି ସୁଫଳ ପାଇବେ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି।
ବୃଷ: ଉଚ୍ଚ ଆଶା ପୂରଣ ହେବ। ମହିଳାମାନେ ସମ୍ମାନ ପାଇବେ। ରାଜନୀତିରେ ସକ୍ରିୟ ରହିବେ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ କୃତିତ୍ବ ଅର୍ଜନ କରିବେ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।
ମିଥୁନ: ଆର୍ଥିକ କାରବାରକୁ ନେଇ ବିବାଦ ଉପୁଜିପାରେ । ଚାକିରିରେ କାର୍ଯ୍ୟଭାର ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ସମସ୍ୟା ଦେଖାଦେବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୪, ଶୁଭ ରଙ୍ଗ- ମେଟାଲିକ୍‌।
କର୍କଟ: ଦିନଟି ଆମୋଦପ୍ରମୋଦ ଭିତରେ କଟିବ। ରାଜନୀତିରେ ପ୍ରଶଂସା ପାଇବେ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ଆଶାଜନକ ଫଳ ପାଇବେ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୯ ,ଶୁଭ ରଙ୍ଗ-ମେରୁନ୍‌।
ସିଂହ: ଦିନଟି ବ୍ୟସ୍ତତାଭିତରେ କଟିବ। କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- କ୍ରିମ୍‌।
କନ୍ୟା: ଦୀର୍ଘଦିନର କାର୍ଯ୍ୟ ସମ୍ପନ୍ନ ହେବ। ଚାକିରିରେ ଦାୟିତ୍ବବୋଧ ରହିବ। ରାଜନୀତିରେ ସକ୍ରିୟ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ- ସବୁଜ।
ତୁଳା: ଅନେକ ଉପାୟରେ ଆୟ କରିବେ। ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶିକ୍ଷାର୍ଥୀ ଉତ୍ତୀର୍ଣ୍ଣ ହେବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ- ସିଲଭର୍‌।
ବିଛା: କର୍ମକ୍ଷେତ୍ରରେ ମନ୍ଥର ରହିବେ। ଅନ୍ୟପାଇଁ ଅସୁବିଧାରେ ପଡ଼ିପାରନ୍ତି। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟ ମାନ୍ଦାରହିବ। ଶିକ୍ଷାର୍ଥୀ ଅବହେଳା କରିବେ। ଶୁଭ ଅଙ୍କ-୯, ଶୁଭ ରଙ୍ଗ- ଲାଲ୍‌।
ଧନୁ: କାର୍ଯ୍ୟହାନି ଓ ମନସ୍ତାପ ଦେଖାଦେବ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ଷଡ଼ଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ।
ମକର: ଦିନଟି ଆଶାନୁରୂପ ଫଳ ପାଇବେ। ବନ୍ଧୁ ବାନ୍ଧବଙ୍କ ସହଯୋଗ ମିଳିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୬, ଶୁଭ ରଙ୍ଗ- ସିଲଭର୍‌।
କୁମ୍ଭ: କର୍ମକ୍ଷେତ୍ରରେ ଦୃଢ଼ମନା ରହିବେ। ରାଜନୀତିରେ ଶତ୍ରୃଜୟୀ ହେବେ। ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ- ୮, ଶୁଭ ରଙ୍ଗ- କଳା।
ମୀନ: କେତେକ କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ। ମହିଳାମାନେ ହତୋତ୍ସାହ ରହିବେ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିପାରେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ।ଶୁଭ ଅଙ୍କ- ୭, ଶୁଭ ରଙ୍ଗ- କଫି।
ମେଷ: ଦିନଟି ଚଳଚଞ୍ଚଳ ରହିବ। ଚାକିରିରେ କିଛିଟା ଉତ୍ତେଜନା ରହିବ। ମହିଳାମାନେ ଯଶ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟ ପ୍ରସାରିତ ହେବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ଲାଲ୍ ।
ବୃଷ: ମାନସିକ ସ୍ତରରେ ବ୍ୟାଘାତ ପାଇପାରନ୍ତି । ଚାକିରିରେ ସମସ୍ୟା ରହିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶିକ୍ଷାର୍ଥୀ ଅସଫଳ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
ମିଥୁନ, ଅଟକି ରହିଥିବା କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ରାଜନୀତିରେ ସୁନାମ ପାଇବେ। ମହିଳାମାନେ ନୂତନ କର୍ମରେ ନିଯୁକ୍ତି ପାଇପାରନ୍ତି । ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ ସୁଫଳ ପାଇବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ
କର୍କଟ: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ । ପ୍ରଶାସନିକ ଓ ରାଜନୀତିରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ । ଚାକିରିରେ ଆସ୍ଥାଭାଜନ ହେବେ । ବାଣିଜ୍ୟରେ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍।
ସିଂହ: ଯୋଜନା କରି ସଫଳ ହେବେ । ରାଜନୀତିରେ ସମ୍ମାନ ପାଇବେ। । ମହିଳାମାନେ ରକ୍ଷଣଶୀଳା ହେବେ । ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ |
କନ୍ୟା: ଦିନଟିରେ ବାଧାବିଘ୍ନ ରହିବ। ସାଂସାରିକ କଳହ ଦେଖାଦେବ। ରାଜନୀତିରେ ଶତ୍ରବୃଦ୍ଧି ହେବେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।
ତୁଳା: କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକ ସମ୍ପକ ବୃଦ୍ଧି ପାଇବ। ମହିଳାମାନେ ସୁଖୀ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ବିଛା: ଦିନଟିରେ କର୍ମତତ୍ପର ରହିବେ |ଚାକିରିରେ ନିଷ୍ଠା ରହିବ | ମହିଳାମାନେ ପରିଶ୍ରମୀ ହେବେ । ରାଜନୀତିରେ ନେତୃତ୍ବ ବୃଦ୍ଧି ପାଇବ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଦୃଢ଼ମନା ରହିବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି।
ଧନୁ: ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ପାଇବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ। ଶୁଭ ଅଙ୍କ- ୩, ଶୁଭ ରଙ୍ଗ- ହଳଦିଆ ।
ମକର: କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ । ମହିଳାମାନେ ହତୋତ୍ସାହ ରହିବେ । ଚାକିରିରେ ସମସ୍ୟା ରହିବ। ବାଣିଜ୍ୟ ମନ୍ଦା ରହିବ। ଶିକ୍ଷାର୍ଥୀ ଅସଫଳ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା |
କୁମ୍ଭ: ବହୁ ପ୍ରତୀକ୍ଷିତ କାର୍ଯ୍ୟ ସମାପନ ଘଟିବ। ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ହେବେ । ଚାକିରିରେ ସମ୍ମାନ ପାଇବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୩,ଶୁଭ ରଙ୍ଗ- ଗୋଲଡେନ୍।
ମୀନ: ଦିନଟି ଚଳଚଞ୍ଚଳ ରହିବେ। ମହିଳାମାନେ ଯଶ ପାଇବେ। ରାଜନୀତିରେ ଲୋକପ୍ରିୟତା ବଢ଼ିବ। ପରିବହନ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଅଧ୍ୟୟନରତ ରହିବେ । ଶୁଭ ଅଙ୍କ-୨,ଶୁଭ ରଙ୍ଗ- ସିଲଭର୍।
ମଙ୍ଗଳବାର ରାଶିଫଳ ( ୧୯- ୧୦ -୨୦୨୧ )
ମେଷ: କର୍ମକ୍ଷେତ୍ରରେ ବିରୋଧାଭାସ ରହିବ। ସାଂସାରିକ ଭୁଲ ବୁଝାମଣା ରହିବ। ଚାକିରିରେ ଅସହଯୋଗ ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ – ୨, ଶୁଭ ରଙ୍ଗ – ସିଲ୍‌ଭର୍
ବୃଷ: ଆର୍ଥିକ ଯୋଜନା ଫଳପ୍ରସୂ ହେବ | ରାଜନୀତିରେ ପ୍ରଭାବଶାଳୀ ରହିବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ ସବୁଜ
ମିଥୁନ: କର୍ମକ୍ଷେତ୍ରରେ ପରିସର ଅଭିବୃଦ୍ଧି ହେବ। ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ । ମହିଳା ଯଶକୀର୍ତ୍ତି ପାଇବେ । ବାଣିଜ୍ୟରେ ଉଚ୍ଚଫଳ ପାଇବେ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ନୀଳ
କର୍କଟ: ପରିଶ୍ରମର ଫଳ ପାଇବେ। ଧର୍ମାଦି କାର୍ଯ୍ୟରେ ମନ ରହିବ। । ରାଜନୀତିରେ ସମ୍ମାନିତ ହେବେ। ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ –୩, ଶୁଭ ରଙ୍ଗ —ହଳଦିଆ
ସିଂହ : କୌଣସି ବିଷୟକୁ ନେଇ ବ୍ୟଥ୍ତ ରହିବେ । ରାଜଦଣ୍ଡ ଭୋଗ କରିବାର ସମ୍ଭାବନା ରହୁଛି । ଚାକିରିରେ ଅପଦସ୍ତ ହୋଇପାରନ୍ତି । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶିକ୍ଷାର୍ଥୀ ଭ୍ରମରେ ପଡିବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ମେରୁନ୍
କନ୍ୟା : କର୍ମକ୍ଷେତ୍ରରେ ଆତ୍ମ ସନ୍ତୋଷ ପ୍ରାପ୍ତି ଓ ଉଚ୍ଚାଭିଳାଷୀ ହେବେ । ସାଂସାରିକ ହସଖୁସିର ଆସର ଜମିପାରେ। ଚାକିରିରେ ପ୍ରଶଂସା ପାଇବେ। ବାଣିଜ୍ୟ ପ୍ରସାର ହେବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲଭର୍
ତୁଳା: ଦିନଟି କର୍ମତତ୍ପର ରହିବେ। ଆର୍ଥିକ ସ୍ବଚ୍ଛଳତା ରହିବ। ରାଜନୀତିରେ ବିରୋଧୀ ପ୍ରଶମିତ ହେବେ। ମହିଳା ପରିଶ୍ରମୀ ହେବେ । ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ଧଳା
ବିଛା : ଗୁରୁଜନଙ୍କ ସହଯୋଗ ପାଇବେ । ସନ୍ତାନ ସନ୍ତତିଙ୍କୁ ନେଇ ଖୁସିରେ ରହିବେ । ଚାକିରିରେ ଧନ ସମ୍ମାନ ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ –୨, ଶୁଭ ରଙ୍ଗ – ସିଲିଭର୍
ଧନୁ: କର୍ମକ୍ଷେତ୍ରରେ ଉତ୍ତେଜନା ପରିସ୍ଥିତି ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବ । ରାଜନୀତିରେ ଅସହଯୋଗ ରହିବ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଅସ୍ଥିରମନା ରହିବେ । ଶୁଭ ଅଙ୍କ – ୧, ଶୁଭ ରଙ୍ଗ – ଗୋଲାପି
ମକର : ବିଭିନ୍ନ ଉପାୟରେ ଆୟ ହେବ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ଚାକିରିରେ ସ୍ଵାଧୀନତା ରହିବ। ବାଣିଜ୍ୟରେ ଆୟ ବୃଦ୍ଧି ହେବ। ଶିକ୍ଷାର୍ଥୀ ଅଧୟନ ପ୍ରିୟ ହେବେ। ଶୁଭ ଅଙ୍କ – ୮, ଶୁଭ ରଙ୍ଗ – କଳା
କୁମ୍ଭ : ଅର୍ଥପ୍ରାପ୍ତି ସହ କାର୍ଯ୍ୟ ସଫଳ ହେବ । ପଡୋଶୀଙ୍କ ସହଯୋଗ ପାଇବେ । ଚାକିରିରେ ସୁଚରୁରୂପେ କାର୍ଯ୍ୟ ତୁଲାଇବେ । ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ଆଜ୍ଞାଧୀନ ରହିବେ। ଶୁଭ ଅଙ୍କ – ୪, ଶୁଭ ରଙ୍ଗ – ମେଟାଲିକ୍
ମୀନ ଦିନଟି ସୁଖ ସନ୍ତୋଷ ଭିତରେ କଟିବ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ରହିବ । ଚାକିରିରେ ପ୍ରଶଂସା ପାଇବେ । ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଉଚ୍ଚଫଳ ପାଇବେ। ଶୁଭ ଅଙ୍କ –୭, ଶୁଭ ରଙ୍ଗ – କଫି
ମଙ୍ଗଳବାର ରାଶିଫଳ (୧୪-୦୯-୨୦୨୧)
ମେଷ: ଯୋଜନା କରି ସଫଳତା ପାଇବେ । ଧର୍ମକର୍ମରେ ବ୍ୟସ୍ତ ରହିବେ । ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭ ହେବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍
ବୃଷ: ଦିନଟିରେ କଳହ ଓ ଅଶାନ୍ତି ଦେଖାଦେବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ତ୍ରୁଟି କରିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ
ମିଥୁନ: ଦିନଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ।ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ମହିଳାମାନେ ସୁଖୀ ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍
କର୍କଟ: ଦିନଟି କର୍ମତତ୍ପର ରହିବେ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ଶତ୍ରୁମାନେ ନିଷ୍କ୍ରିୟ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ମେରୁନ୍
ସିଂହ: ପରିଶ୍ରମର ଫଳ ପାଇବେ। ମହିଳାମାନେ ଚଳଚଞ୍ଚଳ ରହିବେ। ରାଜନୀତିରେ ସକ୍ରିୟ ରହିବେ ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ଲାଭାନ୍ବିତ ହେବେ । ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍
କନ୍ୟା: ଅସ୍ଥିରତା କାରଣରୁ କାର୍ଯ୍ୟତ୍ରୁଟି କରିପାରନ୍ତି। ରାଜନୀତିରେ ଶତ୍ରୁବୃଦ୍ଧି ହେବେ । ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ ।ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ
ତୁଳା: କିଛିଟା ସମସ୍ୟା ଦେଇ ସୁଫଳ ପାଇବେ । ଚାକିରିରେ କାର୍ଯ୍ୟ ବହୁଳ ରହିବ। ମହିଳାମାନେ ବିରକ୍ତିମନା ହେବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା
ବିଛା: କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ । ମହିଳାମାନେ ଆଦର ସମ୍ମାନ ପାଇବେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍
ଧନୁ: ଦିନଟି ପ୍ରସନ୍ନତା ଭିତରେ କଟିବ। ମହିଳାମାନେ ଯଶକୀର୍ତି ପାଇବେ। ଚାକିରିରେ ପ୍ରଶଂସିତ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ | ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା
ମକର: ବିଭିନ୍ନ ବାଟରେ ବ୍ୟୟପ୍ରଭାବ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ମହିଳାମାନେ ଅସ୍ଥିର ରହିବେ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍
କୁମ୍ଭ: କେତେକ କ୍ଷେତ୍ରରେ ଉତ୍ତେଜନା ଦେଖାଦେବ | ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ସମୃଦ୍ଧି ରହିବ। ଶିକ୍ଷାର୍ଥୀ ଅଧ୍ୟବସାୟୀ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ
ମୀନ: କାର୍ଯ୍ୟସିଦ୍ଧି ସହ ସୁଖ ଶାନ୍ତି ମିଳିବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତ ହେବ । ଚାକିରିରେ ସହଯୋଗ ପାଇବେ | ବାଣିଜ୍ୟରେ ଉନ୍ନତି ହେବ ଶିକ୍ଷାର୍ଥୀ ସଫଳତା ପାଇବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି
ମଙ୍ଗଳବାର ରାଶିଫଳ ( ୩୧-୦୮-୨୦୨୧ )
ମେଷ:ପ୍ରତିକୂଳ ପରିସ୍ଥିତି ଦେଇ କାର୍ଯ୍ୟ ତୁଲାଇବେ। ସାଂସାରିକ ଅର୍ଥଚିନ୍ତା ରହିବ। ଚାକିରିରେ ବ୍ୟସ୍ତ ରହିବେ। ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ସିଲରଭ୍
ବୃଷ:କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ଲୋକସମ୍ପର୍କ ବଢିବ। ଶିକ୍ଷାର୍ଥୀମାନେ ଆଜ୍ଞାଧୀନ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
ମିଥୁନ:ବାରମ୍ବାର ଚେଷ୍ଟା କରି ସୁଫଳ ପାଇବେ। ଚାକିରିରେ ସହଯୋଗ ପାଇବେ। ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
କର୍କଟ:କୌଣସି ବଡ ଧରଣର ସଫଳତା ପାଇବେ। ଚାକିରିରେ ଧନସମ୍ମାନ ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍
ସିଂହ:କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଉନ୍ନତି କରିବେ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
କନ୍ୟା:ଦିନଟି ଅନିଶ୍ଚିତତା ଭିତରେ ଗତି କରିବେ। ଚାକିରିରେ ସମସ୍ୟା ରହିବ। ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଆଳସ୍ୟ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
ତୁଳା:କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି। ଚାକିରିରେ କର୍ତ୍ତୃପକ୍ଷଙ୍କ ସହ ମନାନ୍ତର ହୋଇପାରେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
ବିଛା:ଦିନଟି ବ୍ୟସ୍ତତା ଭିତରେ କଟିବ। ପ୍ରଶାସନିକ ଗୁରୁତ୍ୱକାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
ଧନୁ:ପରିଶ୍ରମର ଫଳ ପାଇବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟ ଲାଭ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍
ମକର:କର୍ମକ୍ଷେତ୍ର ମନ୍ଥର ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ସନ୍ତାନସନ୍ତତିମାନେ ଅବାଧ୍ୟ ହୋଇପାରନ୍ତି। ବାଣିଜ୍ୟ ମାନ୍ଦା ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
କୁମ୍ଭ:ସହଯୋଗ ପାଇ ଆଗେଇ ଚାଲିବେ। ଅତିଥିଙ୍କ ଆଗମନ ହୋଇପାରେ। ଚାକିରିରେ ସମ୍ମାନ ପାଇବେ। ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
ମୀନ:କର୍ମକ୍ଷେତ୍ରରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଭ୍ରାତୃଭଗ୍ନୀଙ୍କ ସହଯୋଗ ପାଇବେ। ପ୍ରଶାସନିକ ସକ୍ରିୟ ରହିବେ। ବାଣିଜ୍ୟରେ ଲାଭ ମିଳିବ। ସଫଳ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍
ମଙ୍ଗଳବାର ରାଶିଫଳ ( ୨୪-୦୮-୨୦୨୧ )
ମେଷ:ଦିନଟି ଶୃଙ୍ଖଳିତ ଭାବରେ କଟିବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ବିଦ୍ୟାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ଧଳା
ବୃଷ:କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଚାକିରିରେ ସ୍ଥାନଚ୍ୟୁତ ହୋଇପାରନ୍ତି। ପରିବହନ,ଶିଳ୍ପ ଓ ବାଣିଜ୍ୟ ପ୍ରତିକୂଳ ରହିବ। ବିଦ୍ୟାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ସବୁଜ
ମିଥୁନ:ଦିନଟି ପ୍ରସନ୍ନତା ଭିତରେ କଟିବ।ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ। ମହିଳାମାନେ ସୁଖୀ ରହିବେ। ପରିବହନ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ପିଙ୍କ୍
କର୍କଟ:ଦିନଟି କର୍ମତତ୍ପର ରହିବେ। ଚାକିରିରେ ସମ୍ମାନ ବଢ଼ିବ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍
ସିଂହ:ନୂତନ ଯୋଜନା ଫଳପ୍ରସୂ ହେବ। ମହିଳାମାନେ ପରିଶ୍ରମୀ ହେବେ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ବିଦ୍ୟାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୧୦,ଶୁଭ ରଙ୍ଗ-କମଳା
କନ୍ୟା:ଦିନଟି ପରିଶ୍ରମ ମୁତାବକ ଫଳ ପାଇବେ ନାହିଁ। ସାଂସାରିକ ଭୁଲ ବୁଝାମଣା ରହିବ। ଚାକିରିରେ ଅବହେଳା ରହିବ। ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ମେଟାଲିକ୍
ତୁଳା:କିଛିଟା ଉତ୍ତେଜନା ଭିତରେ ଆଗେଇ ଚାଲିବେ। ସାଂସାରିକ ଅସ୍ଥିର ମନା ରହିବେ। ରାଜନୀତିରେ ବ୍ୟସ୍ତବିବ୍ରତ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା
ବିଛା:ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ପଡୋଶୀଙ୍କ ସହଯୋଗ ମିଳିବ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ।ବାଣିଜ୍ୟରେ ଆୟ ଦ୍ବିଗୁଣିତ ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଲାଲ୍
ଧନୁ:କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ଶିଳ୍ପ ଓ ବାଣିଜ୍ୟ ସନ୍ତୋଷଜନକ ରହିବ। ବିଦ୍ୟାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି
ମକର:କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ସାଂସାରିକ ଉତ୍ତେଜନା ଓ ବ୍ୟୟ ବୃଦ୍ଧି ଦେଖାଦେବ। ଚାକିରିରେ ଚିନ୍ତା ରହିବ। ବାଣିଜ୍ୟରେ ବାଧାବିଘ୍ନ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ନୀଳ
କୁମ୍ଭ:ବିଦ୍ୟାର୍ଥୀ ଉତ୍ତୀର୍ଣ୍ଣ ହେବେ। ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି। ରାଜନୀତିରେ କୌଣସି ବିଷୟକୁ ନେଇ ଚିନ୍ତା ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-ସିଲଭର୍
ମୀନ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ଲୋକସମ୍ପର୍କ ବଢିବ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ବିଦ୍ୟାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍
ମଙ୍ଗଳବାର ରାଶିଫଳ ( ୧୭-୦୮-୨୦୨୧ )
ମେଷ:କୌଣସି କାର୍ଯ୍ୟରେ ଆବଦ୍ଧ ରହିବେ। ସାଂସାରିକ ହତୋତ୍ସାହ ଓ ଚିନ୍ତାରେ ରହିବେ। ଚାକିରିରେ ଶତ୍ରୁବୃଦ୍ଧି ହେବେ।ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତି ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍
ବୃଷ:ଦିନଟି ସୁଖଶାନ୍ତି ଭିତରେ କଟିବ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। କଳା,ବିଜ୍ଞାନ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
ମିଥୁନ:ଦୁଃସାହସିକ ଭିତ୍ତିରେ କର୍ମ କରିବେ। ରାଜନୀତିରେ ଶତ୍ରୁମାନେ ପ୍ରଶମିତ ହେବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
କର୍କଟ:ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ସଫଳ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି
ସିଂହ:ଦିନଟି ପ୍ରତିକୂଳ ଦେଇ କାର୍ଯ୍ୟ ସମ୍ପନ୍ନ କରିବେ। ଚାକିରିରେ ଅସହଯୋଗ ରହିବ। ମହିଳାମାନେ ଆଳସ୍ୟ ରହିବେ। ଶିଳ୍ପ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
କନ୍ୟା:ଦିନଟି ବିଜୟ ଉଲ୍ଲାସ ଭିତରେ କଟିବ। ପ୍ରଶାସନିକ ସକ୍ରିୟ ରହିବେ। ମହିଳାମାନେ ଆଦରଣୀୟା ହେବେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ
ତୁଳା:ଆର୍ଥିକ ସ୍ଥିତିର ସୁଧାର ଆସିବ। ପଡ଼ୋଶୀଙ୍କ ସହ ଭଲ ସମ୍ପର୍କ ରହିବ। ଚାକିରିରେ ନିଷ୍ଠାପର ରହିବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ସଫଳତା ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
ବିଛା:ଦିନଟିରେ ହସଖୁସିର ଆସର ଜମିପାରେ। ମହିଳାମାନେ ପରିଶ୍ରମୀ ହେବେ। ରାଜନୀତିରେ ପ୍ରଶଂସିତ ହେବେ। ଶିଳ୍ପ ଓ ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
ଧନୁ:କର୍ମକ୍ଷେତ୍ର ସମସ୍ୟା ବହୁଳ ରହିବ। ସାଂସାରିକ ଭୁଲ୍‌ ବୁଝାମଣା ରହିବ।ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍
ମକର:ବିଭିନ୍ନ ଦିଗରୁ ଆୟ ହେବ।ସାଂସାରିକ ସୁଖସମୃଦ୍ଧି ପ୍ରାପ୍ତି ହେବ। ରାଜନୀତିରେ ସୁନାମ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍
କୁମ୍ଭ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ପ୍ରଶାସନିକ ଓ ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା
ମୀନ:ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ। ସାଂସାରିକ ସଂସ୍କୃତି ବୃଦ୍ଧି ପାଇବ। ଚାକିରିରେ ସମ୍ମାନ ପାଇବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି
ମଙ୍ଗଳବାର ରାଶିଫଳ ( ୨୦-୦୭-୨୦୨୧ )
ମେଷ:କର୍ମକ୍ଷେତ୍ରରେ ଅସହଯୋଗ ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ଅପଯଶ ପାଇବେ। ଶିଳ୍ପ ଓ ବାଣିଜ୍ୟରେ କ୍ଷତି ହୋଇପାରେ।  ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି
ବୃଷ: ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ରାଜନୀତିରେ ସୁନାମ ପାଇବେ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ଶୁଭଫଳ ମିଳିବ।  ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା
ମିଥୁନ:ଦିନଟି ଦୃଢମନା ଓ ସାହସିକତାର କାର୍ଯ୍ୟ ତୁଲାଇବେ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
କର୍କଟ:ଯୋଜନା କରି ସଫଳ ହେବେ। ଚାକିରିରେ ସହଯୋଗ ପାଇବେ। ସନ୍ତାନସନ୍ତତିମାନେ ଉନ୍ନତି କରିବେ। ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍
ସିଂହ:କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଦେଖାଦେବ। ମହିଳାମାନେ ବିରକ୍ତିମନା ରହିବେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ
କନ୍ୟା:କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ରାଜନୀତିରେ ପ୍ରତିଷ୍ଠିତ ହେବେ। ଚାକିରିରେ ସମ୍ମାନ ବଢିବ। ଶିଳ୍ପ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
ତୁଳା:ଦିନଟି ଚଳଚଞ୍ଚଳ ରହିବେ। ପଡୋଶୀଙ୍କ ସହଯୋଗ ପାଇବେ। ରାଜନୀତିରେ କର୍ମତତ୍ପର ରହିବେ। ବାଣିଜ୍ୟରେ ସଫଳତା ପାଇବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
ବିଛା:ଦିନଟି ହସଖୁସିର ଆସର ଜମିପାରେ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ଲୋକପ୍ରିୟ ହେବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍
ଧନୁ:ବ୍ୟୟବହୁଳତା କାରଣରୁ ଅଭାବ ଦେଖାଦେବ। ଚାକିରିରେ କାର୍ଯ୍ୟଭାର ରହିବ। ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ
ମକର:ଦିନଟି ସୁଖ ସମୃଦ୍ଧି ଭିତରେ କଟିବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍
କୁମ୍ଭ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା
ମୀନ:ସମାଜରେ ଉତ୍ତମ ଆସନରେ ଅଳଙ୍କୃତ ହେବେ। ମହିଳାମାନେ ଧର୍ମପରାୟଣା ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍
ମଙ୍ଗଳବାର ରାଶିଫଳ ( ୧୩-୦୭-୨୦୨୧ )
ମେଷ : ପରିଶ୍ରମର ଫଳ ସମ୍ପୂର୍ଣ୍ଣ ଭାବରେ ପାଇବେ। ସନ୍ତାନସନ୍ତତିମାନେ ଉନ୍ନତି କରିବେ। ଚାକିରିରେ ସ୍ଥାୟିତ୍ବ ରହିବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍
ବୃଷ : ବହୁ ଚେଷ୍ଟା ସତ୍ତ୍ବେ ବି ସଫଳ ପାଇବେ ନାହିଁ। ରାଜନୀତିରେ ବିବାଦୀୟ ସ୍ଥିତି ରହିବ। ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
ମିଥୁନ : ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ହେବ। ପରିବହନ,ଶିଳ୍ପ ଓ ବାଣିଜ୍ୟ ଚାହୁଁଥିବା ମୁତାବକ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ
କର୍କଟ : କୌଣସି ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ ସମ୍ମାନିତ ହେବେ। ପରିବହନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍
ସିଂହ : ଦିନଚର୍ଯ୍ୟା ଆଡମ୍ବରପୂର୍ଣ୍ଣ ରହିବ। ମହିଳାମାନେ ସୁଖୀ ରହିବେ। ରାଜନୀତିରେ ପ୍ରସିଦ୍ଧି ବଢିବ। ଶିଳ୍ପ ଓ ବାଣିଜ୍ୟରେ ଶୁଭ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ
କନ୍ୟା : ବ୍ୟୟବହୁଳତା କାରଣରୁ ଋଣ ପ୍ରଭାବିତ ହୋଇପାରନ୍ତି। ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ପରିବହନ ଓ ବାଣିଜ୍ୟ ପ୍ରତିକୂଳ ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
ତୁଳା : ବିଭିନ୍ନ ଉପାୟରେ ଆୟ କରିବେ। ଚାକିରିରେ ଧନସମ୍ମାନ ପାଇବେ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ମନମୁତାବକ ଫଳ ପାଇବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା
ବିଛା : କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ନିଷ୍ଠାପର ରହିବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ସଫଳତା ପାଇବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍
ଧନୁ : ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ସଫଳ ହେବେ। ମହିଳାମାନେ ଅନୁଶାସନ ଭିତରେ ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି
ମକର : ଦିନଟି ବିଷମ ପରିସ୍ଥିତି ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ରାଜନୀତି ସମସ୍ୟାବହୁଳ ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
କୁମ୍ଭ : ଦିନଟି ଉତ୍ସାହିତ ଭିତରେ କଟିବ। ଚାକିରିରେ ସମ୍ମାନ ବଢିବ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
ମୀନ : ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ରାଜନୀତିରେ  ସକ୍ରିୟ ରହିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ସୁଫଳ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍