Covid19 Positive - The Sakala

ରାଜ୍ୟରେ କରୋନା ସଂକ୍ରମଣରେ ଲାଗୁନି ବ୍ରେକ, ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୧୩୦ ଜଣ ପଜିଟିଭ
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ଲାଗୁନି ବ୍ରେକ । ଦୈନିକ ସଂକ୍ରମଣ ଗ୍ରାଫ ଉପର ତଳ ହେଉଛି। କେତେବେଳେ ଏକ ହଜାର ପାର କରିଯାଉଛି ତ କେତେବେଳେ ହଜାରେ ତଳକୁ ଦୈନିକ ସଂକ୍ରମଣ ରହୁଛି। ଗତକାଲି ପରି ଆଜି ମଧ୍ୟ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଏକ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୩୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୬୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୪୩ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

Covid-19 Report For 22nd July

New Positive Cases: 1130
Of which 0-18 years: 143
In quarantine: 662
Local contacts: 468

(Details of local contacts will be shared by concerned District)

1. Angul: 2
2. Balasore: 25
3. Bargarh: 23
4. Bhadrak: 14
5. Balangir: 17
6. Boudh: 1

— I & PR Department, Odisha (@IPR_Odisha) July 23, 2022

23. Nawarangpur: 9
24. Nayagarh: 33
25. Nuapada: 16
26. Puri: 14
27. Rayagada: 14
28. Sambalpur: 106
29. Sonepur: 18
30. Sundargarh: 225
31. State Pool: 47

New recoveries: 1029
Cumulative tested: 32480112
Positive: 1305499
Recovered: 1288970
Active cases: 7345

— I & PR Department, Odisha (@IPR_Odisha) July 23, 2022

ରାଜ୍ୟରେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୨୫ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଦ୍ଵିତୀୟରେ ଅଛି ଖୋର୍ଦ୍ଧା ଜିଲ୍ଲା ଯେଉଁଠି ୨୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ଅନ୍ୟ ଜିଲ୍ଲାଗୁଡ଼ିକ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ବରଗଡ଼ ଜିଲ୍ଲାରୁ ୨୩ଜଣ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୧ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୫ଜଣ, କଳାହାଣ୍ଡି ଜିଲ୍ଲାରୁ ୯ଜଣ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୧୧ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୯୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୩୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୬ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, , ଷ୍ଟେଟ ପୁଲ୍‌ରୁ ୪୭ଜଣ ରହିଛନ୍ତି ।

ତଳକୁ ଖସୁଛି କରୋନା ଗ୍ରାଫ୍: ରାଜ୍ଯରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୪୮୪୩ ଜଣ କରୋନା ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ଗ୍ରାଫ୍। ଓଡ଼ିଶାରେ ଦୈନିକ କୋଭିଡ୍‍ ସଂକ୍ରମଣ ହାରରେ ସାମାନ୍ଯ ବ୍ରେକ ଲାଗିଛି। ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଥିବା ବେଳେ ବର୍ତ୍ତମାନ ଗ୍ରାଫ ତଳ ମୁହାଁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୮୪୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮୧୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୦୨୮ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୬୩ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୪୫୯୧୧ କୁ ବୃଦ୍ଧି ପାଇଥିବା ବେଳେ ୧୧୮୪୧୭୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୫୩୦୯୦ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

7. Cuttack: 379

8. Deogarh: 73

9. Dhenkanal: 45

10. Gajapati: 62

11. Ganjam: 67

12. Jagatsinghpur: 100

13. Jajpur: 166

14. Jharsuguda: 61

15. Kalahandi: 158

16. Kandhamal: 52

17. Kendrapada: 70

18. Keonjhar: 81

19. Khurda: 1023

20. Koraput: 50

21. Malkangiri: 18

— I & PR Department, Odisha (@IPR_Odisha) January 30, 2022

New recoveries: 10267

Cumulative tested: 27570488

Positive: 1245911

Recovered: 1184174

Active cases: 53090

— I & PR Department, Odisha (@IPR_Odisha) January 30, 2022

ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୦୨୩ ଜଣ, ସୁନ୍ଦରଗଡ଼ରୁ ୭୩୫ ଜଣ, କଟକରୁ ୩୭୯ ଜଣ, ନୟାଗଡ଼ରୁ ୧୯୪ ଜଣ, ଯାଜପୁର ଓ ନୂଆପଡ଼ା ଜିଲ୍ଲାରୁ ୧୬୬ ଜଣ ଲେଖାଁଏ,କଳାହାଣ୍ଡିରୁ ୧୫୮ ଜଣ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲାରୁ ୧୫୨ ଜଣ ଲେଖାଁଏ, ସମ୍ବଲପୁରରୁ ୧୨୮ ଜଣ, ଜଗତସିଂପୁରରୁ ୧୦୦ ଜଣ,ରାୟଗଡ଼ାରୁ ୯୯ ଜଣ, ବଲାଙ୍ଗୀରରୁ ୯୫ ଜଣ,କେନ୍ଦୁଝରରୁ ୮୧ ଜଣ, ବରଗଡ଼ରୁ ୮୦ ଜଣ, କେନ୍ଦ୍ରାପଡ଼ାରୁ ୭୦ ଜଣ, ଦେବଗଡ଼ ଓ ସୋନପୁର ଜିଲ୍ଲାରୁ ୭୩ ଜଣ ଲେଖାଏଁ, ପୁରୀରୁ ୭୨ ଜଣ,ଗଞ୍ଜାମରୁ ୬୭ ଜଣ, ଝାରସୁଗୁଡ଼ାରୁ ୬୧ ଜଣ, ଗଜପତିରୁ ୬୨ ଜଣ, ଭଦ୍ରକରୁ ୬୦ ଜଣ, ଅନୁଗୁଳରୁ ୫୮ ଜଣ,କନ୍ଧମାଳରୁ ୫୨ ଜଣ, କୋରାପୁଟରୁ ୫୦ ଜଣ, ବୌଦ୍ଧରୁ ୪୯ ଜଣ, ଢ଼େଙ୍କାନାଳରୁ ୪୫ ଜଣ, ମାଲକାନଗିରିରୁ ୧୮ ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୧୮୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ବଢୁଛି ସଂକ୍ରମଣ ହାର, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୪୨୪ ଜଣ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ବଢୁଛି କରୋନା ସଂକ୍ରମଣ ହାର। ଦିନକୁ ଦିନକୁ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢିବା ସହ ବଢି ବଢି ଚାଲିଛି କୋଭିଡ୍ ପଜିଟିଭ୍ ସଂଖ୍ୟା । ଦୀର୍ଘ ଦିନ ପରେ ରାଜ୍ୟରେ ଲମ୍ବ ଡିଆଁ ମାରିଛି କରୋନା ସଂକ୍ରମଣ । ସଂକ୍ରମଣ ଗ୍ରାଫ୍ ରକେଟ୍‌ ଭଳି ଉପରକୁ ଉଠୁଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୫ ଜିଲ୍ଲାରୁ ଚିହ୍ନଟ ହେଲେ ଆଉ ୪୨୪ ଜଣ କୋଭିଡ୍ ପଜିଟିଭ୍ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୮ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୭ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୯୮୦ କୁ ବୃଦ୍ଧି ପାଇଥିବା ବେଳେ ୧୦୪୫୧୦୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୩୫୫ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 2nd Jan

New Positive Cases: 424
Of which 0-18 years: 47
In quarantine: 246
Local contacts: 178

(Details of local contacts will be shared by concerned District)

1. Balasore: 29
2. Bargarh: 5
3. Bhadrak: 1
4. Balangir: 6
5. Cuttack: 66
6. Deogarh: 4

— I & PR Department, Odisha (@IPR_Odisha) January 3, 2022

23. Sambalpur: 22
24. Sonepur: 7
25. Sundargarh: 27
26. State Pool: 31

New recoveries: 147
Cumulative tested: 25701074
Positive: 1055980
Recovered: 1045109
Active cases: 2355

— I & PR Department, Odisha (@IPR_Odisha) January 3, 2022

ରାଜ୍ୟରେ ସାମାନ୍ୟ ବଢ଼ିଲା କରୋନା ସଂକ୍ରମଣ, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ଆଉ ୪୨୪ ଜଣ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ଆଜି ସାମାନ୍ୟ ବଢ଼ିଛି କରୋନା ସଂକ୍ରମଣ । ଦୀର୍ଘ ଦିନ ପରେ ରାଜ୍ୟରେ ଲମ୍ବ ଡିଆଁ ମାରିଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୨୦ ଜିଲ୍ଲାରୁ ଚିହ୍ନଟ ହେଲେ ଆଉ ୪୨୪ ଜଣ କୋଭିଡ୍ ପଜିଟିଭ୍ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪୯ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୭୫ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬୭ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୫୫୫୬ କୁ ବୃଦ୍ଧି ପାଇଥିବା ବେଳେ ୧୦୪୪୯୬୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୦୭୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 1st Jan

New Positive Cases: 424

Of which 0-18 years: 67

In quarantine: 249

Local contacts: 175

(Details of local contacts will be shared by concerned District)

1. Balasore: 8

2. Bargarh: 10

3. Balangir: 1

4. Boudh: 1

5. Cuttack: 45

6. Dhenkanal: 3

— I & PR Department, Odisha (@IPR_Odisha) January 2, 2022

New recoveries: 159

Cumulative tested: 25646281

Positive: 1055556

Recovered: 1044962

Active cases: 2078

— I & PR Department, Odisha (@IPR_Odisha) January 2, 2022

ରାଜ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଖୋର୍ଦ୍ଧାରୁ ୧୭୭ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୮ ଜଣ, ବରଗଡ଼ରୁ ୧୦ ଜଣ, ବରଗଡ଼ରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୪୫ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୪ ଜଣ, ଗଜତସିଂହପୁରରୁ ୮ ଜଣ, ଯାଜପୁରରୁ ୯ ଜଣ, ଝାରସୁଗୁଡ଼ାରୁ ୧୫ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୧୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁରରୁ ୭ ଜଣ, ପୁରୀରୁ ୧୪ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୧୫ ଜଣ, ସୁନ୍ଦରଗଡ଼ରୁ ୩୮ ଜଣ, ଷ୍ଟେଟପୁଲରୁ ୪୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୭୮ ଜଣ କରୋନା ପଜିଟିଭ୍
ଭୁବନେଶ୍ଵର: ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ । ତଳମୁହାଁ ହେଉଛି ସଂକ୍ରମଣ ଗ୍ରାଫ୍ । କରୋନା ସଂକ୍ରମଣ ହ୍ରାସ ପାଇଲେ ମଧ୍ୟ ଆମକୁ ସର୍ବଦା ସଚେତନ ହୋଇ ରହିବାକୁ ପଡିବ । ନିୟମିତ ମାସ୍କ ପନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବାକୁ ପଡିବ ଏବଂ ସରକାରଙ୍କ ନିର୍ଦେଶାବଳୀ ମାନିବାକୁ ପଡିବ । ତେବେ ଯାଇ ଆମେ କରୋନାକୁ ହରେଇପାରିବା । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୭୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୩୭ ଜଣ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୧୭୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୯୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୧୩୬୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୪୪୭୨୭୦୧ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 12th December

New Positive Cases: 178

Of which 0-18 years: 37

In quarantine: 105

Local contacts: 73

(Details of local contacts will be shared by concerned District)

1. Angul: 2

2. Balasore: 3

3. Bargarh: 1

4. Bhadrak: 1

5. Cuttack: 13

6. Deogarh: 2

— I & PR Department, Odisha (@IPR_Odisha) December 13, 2021

New recoveries: 233

Cumulative tested: 24472701

Positive: 1051752

Recovered: 1041365

Active cases: 1898

— I & PR Department, Odisha (@IPR_Odisha) December 13, 2021

ଆଜି ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୯୭ ଜଣ ନୂଆ କରୋନା ଆକ୍ରାନ୍ତ
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ଆଉ ୧୯୭ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୧୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୮୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୫ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୮୮୮୦ କୁ ବୃଦ୍ଧି ପାଇଥିବା ବେଳେ ୧୦୩୮୦୮୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୨୩୩୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 28th November

New Positive Cases: 197

Of which 0-18 years: 25

In quarantine: 115

Local contacts: 82

(Details of local contacts will be shared by concerned District)

1. Balasore: 2

2. Bargarh: 1

3. Bhadrak: 3

4. Cuttack: 6

5. Deogarh: 3

6. Dhenkanal: 4

— I & PR Department, Odisha (@IPR_Odisha) November 29, 2021

New recoveries: 221

Cumulative tested: 23677774

Positive: 1048880

Recovered: 1038085

Active cases: 2333

— I & PR Department, Odisha (@IPR_Odisha) November 29, 2021

କରୋନାର ନୂତନ ଭାରିଏଣ୍ଟ ଓମିକ୍ରନ ଦୁନିଆ ପାଇଁ ଚିନ୍ତାର କାରଣ ପାଲଟିଛି। ଦକ୍ଷିଣ ଆଫ୍ରିକାରୁ ମିଳିଥିବା ଏହି ନୂଆ ଭାରିଏଣ୍ଟକୁ ନେଇ ବିଶ୍ୱରେ ବାଜିଛି ସତର୍କ ଘଣ୍ଟି । ଦକ୍ଷିଣ ଆଫ୍ରିକା ସମେତ ବୋସୱାନା, ହଂକଂ, ଇସ୍ରାଏଲ ଏବଂ ବେଲ୍‌ଜିୟମ ଆଦି ୫ଟି ଦେଶକୁ ଏହା ବ୍ୟାପି ସାରିଲାଣି।କରୋନାର ନୂଆ ଭାରିଏଣ୍ଟକୁ ନେଇ ସାରା ବିଶ୍ବକୁ ସତର୍କ କରାଇଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ। କରୋନାର ଏହି ନୂଆ B.୧.୧.୫୨୯ ଭାଇରସକୁ ‘ଭାରିଏଣ୍ଟ ଅଫ କନର୍ସନ’ ଘୋଷଣା କରିଛି ବିଶ୍ବ ସ୍ବାସ୍ଥ୍ୟ ସଂଗଠନ। କେବଳ ଏତିକି ନୁହେଁ ଦକ୍ଷିଣ ଆଫ୍ରିକାରୁ ବିଶ୍ବକୁ ବ୍ୟାପିଥିବା ଏହି ନୂଆ ଭାରିଏଣ୍ଟର ନାମ ‘ଓମିକ୍ରନ୍’। ଏହି କରୋନା ଭାଇରସ ପୂର୍ବରୁ ଦେଖାଯାଇଥିବା ଡେଲଟା ଭାଇରସଠାରୁ ଅଧିକ ମାରତ୍ମକ ବୋଲି ବିଶେଷଜ୍ଞ କହିଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହେଲେ ଆଉ ୩୨୭ ଜଣ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୩୨୭ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୩୬ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୪ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୨୧୦୦ କୁ ବୃଦ୍ଧି ପାଇଥିବା ବେଳେ ୧୦୨୯୫୮୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୧୨୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

Covid-19 Report For 1st November

New Positive Cases: 327

Of which 0-18 years: 44

In quarantine: 191

Local contacts: 136

(Details of local contacts will be shared by concerned District)

1. Bhadrak: 8

2. Balangir: 5

3. Boudh: 1

4. Cuttack: 29

5. Dhenkanal: 1

6. Ganjam: 4

— I & PR Department, Odisha (@IPR_Odisha) November 2, 2021

18. Sundargarh: 4

19. State Pool: 42

New recoveries: 438

Cumulative tested: 22107977

Positive: 1042100

Recovered: 1029585

Active cases: 4122

— I & PR Department, Odisha (@IPR_Odisha) November 2, 2021

ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୭୭ ଜଣ, କଟକରୁ ୨୯, ଭଦ୍ରକ ଜିଲ୍ଲାରୁ ୮ ଜଣ, ବଲାଙ୍ଗୀରରୁ ୫, ବୌଦ୍ଧରୁ ୧, ଢେଙ୍କାନାଳରୁ ୧, ଗଞ୍ଜାମରୁ ୪, ଜଗତସିଂହପୁରରୁ ୭, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୧, କୋରାପୁଟରୁ ୩, ମୟୁରଭଞ୍ଜରୁ ୧୩, ନୟାଗଡ଼ରୁ ୩, ନୂଆପଡ଼ାରୁ ୨, ପୁରୀରୁ ୬, ସମ୍ବଲପୁରରୁ ୧୦, ସୁନ୍ଦରଗଡ଼ରୁ ୪, ଷ୍ଟେଟପୁଲରୁ ୪୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହେଲେ ଆଉ ୪୮୮ ଜଣ କୋଭିଡ୍ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି କରୋନା ସଂକ୍ରମଣ ହାର। ଦିନେ ବଢିଲେ ଆଉ ଦିନେ କାମୁଛି ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୪୮୮ ଜଣ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୮୫ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୦୩ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୭ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୪୧୪୫୭ କୁ ବୃଦ୍ଧି ପାଇଥିବା ବେଳେ ୧୦୨୮୬୯୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୪୩7୪ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

Covid-19 Report For 30th October

New Positive Cases: 488

Of which 0-18 years: 77

In quarantine: 285

Local contacts: 203

(Details of local contacts will be shared by concerned District)

1. Angul: 1

2. Balasore: 5

3. Bhadrak: 3

4. Cuttack: 54

5. Deogarh: 2

6. Dhenkanal: 5

— I & PR Department, Odisha (@IPR_Odisha) October 31, 2021

23. Sundargarh: 13

24. State Pool: 53

New recoveries: 490

Cumulative tested: 21994343

Positive: 1041457

Recovered: 1028697

Active cases: 4374

— I & PR Department, Odisha (@IPR_Odisha) October 31, 2021

ରାଜ୍ୟର ୨୩ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୫୦ ଜଣ, କଟକରୁ ୫୪ ଜଣ, ମୟୂରଭଞ୍ଜରୁ ୧୯ ଜଣ, ପୁରୀରୁ ୧୫ ଜଣ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ ଲେଖାଁଏ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାରୁ ୯ ଜଣ ଲେଖାଁଏ, ଗଞ୍ଜାମ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଜଣ ଲେଖାଁଏ, ରାୟଗଡ଼ାରୁ ୯ ଜଣ, ବାଲେଶ୍ବର, ଢ଼େଙ୍କାନାଳ ଓ ଗଜପତି ଜିଲ୍ଲାରୁ ୫ ଜଣ ଲେଖାଁଏ, ଭଦ୍ରକ ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଦେବଗଡ଼ ଓ କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ, କେନ୍ଦୁଝର, କୋରାପୁଟ ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୋଲ୍‌ରୁ ୫୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ରାଜ୍ଯରେ ଚିହ୍ନଟ ହେଲେ ଆଉ ୬୮୧ ଜଣ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୧୮ ପଜିଟିଭ୍
ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୬୮୧ ଜଣ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୩୯୮ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୮୩ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୦ ହଜାର ୭୫୩ ଜଣକୁ ବୃଦ୍ଧି ପାଇଛି । ରାଜ୍ୟରୁ ମୋଟ ୯ ଲକ୍ଷ ୯୫ ହଜାର ୪୭୪ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭ ହଜାର ୧୮୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୮ ଜଣ ପଜିଟିଭ ରହିଛନ୍ତି।

Covid-19 Report For 3rd September

New Positive Cases: 681

Of which 0-18 years: 118

In quarantine: 398

Local contacts: 283

(Details of local contacts will be shared by concerned Dist Administration)

District Wise Cases:

1. Angul: 18

2. Balasore: 34

3. Bargarh: 14

— I & PR Department, Odisha (@IPR_Odisha) September 4, 2021

Covid-19 Report For 3rd September

New Positive Cases: 681

Of which 0-18 years: 118

In quarantine: 398

Local contacts: 283

(Details of local contacts will be shared by concerned Dist Administration)

District Wise Cases:

1. Angul: 18

2. Balasore: 34

3. Bargarh: 14

— I & PR Department, Odisha (@IPR_Odisha) September 4, 2021

ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ୬୮୧ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୨୨ ଜଣ, କଟକରୁ ୧୦୧ ଜଣ, ବାଲେଶ୍ବରରୁ ୩୪ ଜଣ, ଯାଜପୁରରୁ ୩୩ ଜଣ, ମୟୂରଭଞ୍ଜରୁ ୨୭ ଜଣ, ପୁରୀରୁ ୨୬ ଜଣ, ସୁନ୍ଦରଗଡ଼ରୁ ୨୦ ଜଣ, ଢ଼େଙ୍କାନାଳ ଓ ଜଗତସିଂହପୁର ଜିଲ୍ଲାରୁ ୧୯ ଜଣ ଲେଖାଏଁ, ଅନୁଗୁଳରୁ ୧୮ ଜଣ,ଗଞ୍ଜାମରୁ ୧୩ ଜଣ, ବରଗଡ଼ରୁ ୧୪ ଜଣ, ନୟାଗଡ, କେନ୍ଦୁଝର ଓ ସମ୍ବଲପୁରରୁ ୧୦ ଜଣ ଲେଖାଏଁ, ଭଦ୍ରକ,ଦେବଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ ଜଣ ଲେଖାଏଁଁ, ସୋନପୁରରୁ ୬ ଜଣ, ଝାରସୁଗୁଡ଼ା ଓ ରାୟଗଡ଼ା ଜିଲ୍ଲାରୁ ୫ ଜଣ ଲେଖାଏଁ, କଳାହାଣ୍ଡି ୪ ଜଣ, ବୌଦ୍ଧ. କୋରାପୁଟ ଓ ମାଲକାନଗିରି ଜିଲ୍ଲାରୁ ୩ ଜଣ ଲେଖାଏଁ, ଏବଂ ଷ୍ଟେଟ୍ ପୋଲ୍‌ରୁ ୪୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ଖସୁଛି କରୋନା ଗ୍ରାଫ, ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହେଲେ ମାତ୍ର ୭୨୦ ଜଣ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ମାତ୍ର ୭୨୦ ଜଣ କରୋନା ପଜିଟିଭ୍ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୧ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୯୯ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ବୟସର ୯୬ ଜଣ ପିଲା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯୬୧୫୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 16th August

New Positive Cases: 720

Of which 0-18 years: 96

In quarantine: 421

Local contacts: 299

(Details of local contacts will be shared by concerned Dist Administration)

District Wise Cases:

1. Angul: 15

2. Balasore: 19

3. Bargarh: 2

— I & PR Department, Odisha (@IPR_Odisha) August 17, 2021

21. Mayurbhanj: 29

22. Nawarangpur: 1

23. Nayagarh: 18

24. Nuapada: 2

25. Puri: 16

26. Rayagada: 8

27. Sambalpur: 6

28. Sonepur: 3

29. Sundargarh: 11

30. State Pool: 60

New recoveries: 1167

Cumulative tested: 17139240

Positive: 996153

Recovered: 979407

Active cases: 9672

— I & PR Department, Odisha (@IPR_Odisha) August 17, 2021

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯ ଲକ୍ଷ ୯୬ ହଜାର୧୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯ ହଜାର ୬୭୨ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୭୯ ହଜାର୪୦୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪୩୭ ଜଣ କରୋନା ପଜିଟିଭ୍, ୬୪ ଜଣଙ୍କ ଜୀବନ ନେଲା ମହାମାରୀ
ଭୁବନେଶ୍ୱର: ଓଡ଼ିଶାରେ ଦିନକୁ ଦିନ ଖସୁଛି କରୋନା ଗ୍ରାଫ୍ ଯାହା ରାଜ୍ୟ ପାଇଁ ଖୁସିର ଖବର । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଚିହ୍ନଟ ହୋଇଛନ୍ତି ଆଉ ୧୪୩୭ ଜଣ ନୂଆ କରୋନା ସଂକ୍ରମିତ। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୩୨ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୦୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୮ ହଜାର ୭୦୫ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 31st July

New Positive Cases: 1437

In quarantine: 832

Local contacts: 605

(Details of local contacts will be shared by concerned Dist Administration)

District Wise Cases:

1. Angul: 47

2. Balasore: 64

3. Bargarh: 8

4. Bhadrak: 47

5. Balangir: 4

— I & PR Department, Odisha (@IPR_Odisha) August 1, 2021

ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୦୯ ଜଣ, କଟକରୁ ୧୯୦ ଜଣ,ପୁରୀରୁ ୧୪୬ ଜଣ, ଜଗତସିଂହପୁରରୁ ୮୬ ଜଣ, ଯାଜପୁରରୁ ୬୬ ଜଣ, ବାଲେଶ୍ବରରୁ ୬୪ ଜଣ, ଅନୁଗୁଳ ଓ ଭଦ୍ରକ ଜିଲ୍ଲାରୁ ୪୭ ଜଣ ଲେଖାଏଁ, କେନ୍ଦ୍ରାପଡ଼ାରୁ ୪୧ ଜଣ, ମୟୂରଭଞ୍ଜରୁ ୪୦ ଜଣ, ନୟାଗଡ଼ରୁ ୩୬ ଜଣ, ସୁନ୍ଦରଗଡ଼ରୁ ୨୯ ଜଣ, ଢ଼େଙ୍କାନାଳରୁ ୨୧ ଜଣ, କେନ୍ଦୁଝରରୁ ୧୯ ଜଣ, ସମ୍ବଲପୁରରୁ ୧୬ ଜଣ, କନ୍ଧମାଳରୁ ୧୪ ଜଣ,ସୋନପୁରୁ ୧୩ ଜଣ, ରାୟଗଡ଼ାରୁ ୧୧ ଜଣ, ଗଞ୍ଜାମରୁ ୧୦ ଜଣ,ବରଗଡ଼ ଓ ଦେବଗଡ଼ ଜିଲ୍ଲାରୁ ୮ ଜଣ ଲେଖାଏଁ, ମାଲକାନଗିରିରୁ ୭ ଜଣ, କଳହାଣ୍ଡିରୁ ୬ ଜଣ, ଝାରସୁଗୁଡ଼ା ଓ କୋରାପୁଟ ଜିଲ୍ଲାରୁ ୫ ଜଣ ଲେଖାଏଁ, ବଲାଙ୍ଗୀରରୁ ୪ ଜଣ, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍‌ରୁ ୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

22. Mayurbhanj: 40

23. Nawarangpur: 2

24. Nayagarh: 36

25. Puri: 146

26. Rayagada: 11

27. Sambalpur: 16

28. Sonepur: 13

29. Sundargarh: 29

30. State Pool: 82

New recoveries: 1899

Cumulative tested: 16097412

Positive: 978705

Recovered: 956828

Active cases: 15858

— I & PR Department, Odisha (@IPR_Odisha) August 1, 2021

ମାତ୍ର ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ଯା ହ୍ରାସ ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୬୪ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୯୬୬ ଜଣଙ୍କୁ ବୃଦ୍ଧି ପାଇଛି।

ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୭୮ ହଜାର ୭୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୫ ହଜାର ୮୫୮ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୫୬ ହଜାର୮୨୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୯୦୨ ଜଣଙ୍କର ମୃତ୍ୟୁ ହୋଇଛି ।

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୮୩୩ ଜଣ କରୋନା ପଜିଟିଭ୍
ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ଆଉ ୧୮୩୩ ଜଣ କରୋନା ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬୨ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭୭୧ ଜଣ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୭ ହଜାର ୫୪୮ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 24th July

New Positives Cases: 1833

In Quarantine: 1062

Local Contacts: 771

(Details of local contacts will be shared by concerned Dist Administration)

District Wise Cases:

1. Angul: 77

2. Balasore: 129

3. Bargarh: 10

4. Bhadrak: 89

5. Balangir: 2

— I & PR Department, Odisha (@IPR_Odisha) July 25, 2021

22. Nawarangpur: 6

23. Nayagarh: 28

24. Puri: 139

25. Rayagada: 11

26. Sambalpur: 23

27. Sonepur: 10

28. Sundargarh: 47

29. State Pool: 94

New recoveries: 1865

Cumulative tested: 15581651

Positive: 967548

Recovered: 943069

Active cases: 18914

— I & PR Department, Odisha (@IPR_Odisha) July 25, 2021

ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪୯୦ ଜଣ, କଟକରୁ ୨୪୩ ଜଣ, ପୁରୀରୁ ୧୩୯ ଜଣ, ବାଲେଶ୍ବରରୁ ୧୨୯ ଜଣ, ଯାଜପୁରରୁ ୧୧୦ ଜଣ, ଭଦ୍ରକରୁ ୮୯ ଜଣ, କେନ୍ଦ୍ରାପଡ଼ାରୁ ୮୭ ଜଣ, ଅନୁଗୁଳରୁ ୭୭ ଜଣ, ଜଗତସିଂହପୁରରୁ ୬୧ ଜଣ, ମୟୂରଭଞ୍ଜରୁ ୫୯ ଜଣ,ସୁନ୍ଦରଗଡ଼ରୁ ୪୭ ଜଣ,ନୟାଗଡ଼ରୁ ୨୮ ଜଣ, କେନ୍ଦୁଝରରୁ ୨୪ ଜଣ, ସମ୍ବଲପୁରରୁ ୨୩ ଜଣ, ମାଲକାନଗିରିରୁ ୧୯ ଜଣ, ଗଜପତିରୁ ୧୬ ଜଣ, ଢ଼େଙ୍କାନାଳରୁ ୧୩ ଜଣ,ରାୟଗଡ଼ା, ବରଗଡ଼ ଓ ସୋନପୁର ଜିଲ୍ଲାରୁ ୧୦ ଜଣ ଲେଖାଏଁ , ଗଞ୍ଜାମର ଓ କୋରାପୁଟ ଜିଲ୍ଲାରୁ ୯ ଜଣ ଲେଖାଏଁ ,ଝାରସୁଗୁଡ଼ା ଓ କନ୍ଧମାଳ ଜିଲ୍ଲାରୁ ୮ ଜଣ ଲେଖାଏଁ, ଦେବଗଡ଼, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଳାରୁ ୬ ଜଣ ଲେଖାଏଁ, ବଲାଙ୍ଗୀରରୁ ୨ଜଣ, ଏବଂ ଷ୍ଟେଟ୍ ପୋଲ୍‌ରୁ ୯୪ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୯ ଲକ୍ଷ ୬୭ ହଜାର ୫୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୮ ହଜାର ୯୧୪ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୪୩ ହଜାର ୦୬୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୩୦୮ ଜଣଙ୍କର ମୃତ୍ୟୁ ହୋଇଛି ।