yatra - The Sakala

ଯାତ୍ରା ପରିବେଷଣ ପାଇଁ ମିଳିଲା ଅନୁମତି, ୨୦୦୦ ଦର୍ଶକଙ୍କୁ ନେଇ ପରିବେଷଣ ହେବ ଯାତ୍ରା
ଭୁବନେଶ୍ବର : ରାଜ୍ୟ ସରକାର ମାର୍ଚ୍ଚ ମାସ ପାଇଁ କରୋନା ଗାଇଡଲାଇନ ଜାରି କରିଛନ୍ତି। ମାର୍ଚ୍ଚ ମାସର କରୋନା ଗାଇଡଲାଇନରେ ରାଜ୍ୟ ସରକାର ଯାତ୍ରାଠୁ ନେଇ ବିବାହ, ବ୍ରତ ଏବଂ ଶୁଦ୍ଧିକ୍ରିୟା କାର୍ଯ୍ୟ ପାଇଁ ନିୟମରେ କୋହଳ କରିଛନ୍ତି।  ଯାତ୍ରା ପାଇଁ କଟକଣା କୋହଳ କରିଛନ୍ତି ସରକାର। ଯାତ୍ରା, ଅପେରା ପାଇଁ ସର୍ବାଧିକ ୨ ହଜାର ଦର୍ଶକଙ୍କୁ ଅନୁମତି ପ୍ରଦାନ କରାଯାଇଛି। ବିବାହ ଓ ଶ୍ରାଦ୍ଧ କାମ ପାଇଁ ୫୦୦ ଲୋକଙ୍କୁ ସରକାର ଅନୁମତି ପ୍ରଦାନ କରିଛନ୍ତି ରାଜ୍ୟ ସରକାର।

ଶନିବାର ପ୍ରକାଶିତ ମାର୍ଗଦର୍ଶିକା ଅନୁଯାୟୀ, ଜିଲ୍ଲାପାଳ, କମିଶନରଙ୍କ ଅନୁମତି ନେଇ ଯାତ୍ରା ଓ ଅପେରା ପରିବେଷଣ ହୋଇ ପାରିବ। ଯାତ୍ରା, ଅପେରା ପାଇଁ ସର୍ବାଧିକ ୨ ହଜାର ଦର୍ଶକଙ୍କୁ ସରକାର ଅନୁମତି ପ୍ରଦାନ କରିଛନ୍ତି। ହେଲେ କରୋନା ସଂପର୍କିତ ସମସ୍ତ ଗାଇଡ୍‌ଲାଇନ୍‌ ମାନି ଯାତ୍ରା ପରିବେଷଣ ହୋଇ ପାରିବ। ସାମାଜିକ ଦୂରତ୍ଵ, ମାସ୍କ ପରିଧାନ, ଥର୍ମାଲ ସ୍କାନିଂ ବାଧ୍ୟତାମୂଳକ। ସିଟ୍ ମଧ୍ୟରେ ୬ ଫୁଟ୍‌ ଦୂରତା ରହିବ। ରୋଗାକ୍ରାନ୍ତଙ୍କୁ ଯାତ୍ରା ପାଇଁ ବାରଣ କରାଯାଇଛି। ଲକ୍ଷଣ ଥିବା ଦର୍ଶକଙ୍କୁ ଯାତ୍ରା ଦେଖିବାକୁ ଅନୁମତି ମିଳିବ ନାହିଁ ଗାଇଡ୍‌ଲାଇନ୍‌ରେ କୁହାଯାଇଛି।

ଏଥି ସହିତ ଅନଲାଇନ୍ ଟିକେଟ୍ ବ୍ୟବସ୍ଥା କରିବାକୁ ଆୟୋଜକଙ୍କୁ ପରାମର୍ଶ ଦିଆଯାଇଛି। ଅଧିକରୁ ଅଧିକ ଟିକେଟ୍ କାଉଣ୍ଟର କରିବାକୁ ଆୟୋଜକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯାତ୍ରାରେ କଟକଣା ଉଲ୍ଲଂଘନ କଲେ ଆୟୋଜକ ଦାୟୀ ରହିବେ ବୋଲି ଗାଇଡ୍‌ଲାଇନ୍‌ରେ ସ୍ପଷ୍ଟ ଭାବେ କୁହାଯାଇଛି।

ମହାମାରୀ କରୋନା ପାଇଁ ବର୍ଷେରୁ ଅଧିକ ସମୟ ଧରି ମଞ୍ଚ ବନ୍ଦ ରହିଥିଲା। ଯାହାଫଳରେ କଳାକାରମାନେ ନାନା ଅସୁବିଧାରେ ସମ୍ମୁଖୀନ ହୋଇଥିଲା। ମହାମାରୀ କରୋନାର ପ୍ରକୋପ କମିବା ପରେ ରାଜ୍ୟ ସରକାର ପର୍ଯ୍ୟାୟ କ୍ରମେ ବିଭିନ୍ନ ସେକ୍ଟରକୁ  ଖୋଲିଥିଲେ। ରାଜ୍ୟ ସରକାର ଫେବୃଆରୀ ମାସ ଗାଇଡ୍‌ଲାଇନ୍‌ରେ ମଞ୍ଚ ଖୋଲିବାକୁ ଅନୁମତି ପ୍ରଦାନ କରିଥିଲେ  କିନ୍ତୁ ସେହି ସମୟରେ ୫୦୦ରୁ ଅଧିକ ଦର୍ଶକଙ୍କୁ ନେଇ ଯାତ୍ରା ପରିବେଷଣ ପାଇଁ ଗାଇଡଲାଇନ ରହିଥିଲା। ଯାହାକୁ ନେଇ ଯାତ୍ରା ପାର୍ଟି ମାଲିକ ଓ ଆୟୋଜକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। କିନ୍ତୁ ଆଜି ରାଜ୍ୟ ସରକାର ସର୍ବାଧିକ ୨ ହଜାର ଦର୍ଶକଙ୍କୁ ନେଇ ଯାତ୍ରା ପାଇଁ ଅନୁମତି ଦେବାପରେ ଯାତ୍ରା କଳାକାରମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି। କଳାକାରମାନେ କହିଛନ୍ତି ନବୀନ ସରକାର ଦୁଖ ବୁଝିଛନ୍ତି।କୋଭିଡ କଟକଣା ଭିତରେ ଯାତ୍ରା ପରିବେଷଣ କରିବୁ।