UttarPradesh - The Sakala

ଗୋଟିଏ ପରିବାରର ୬ ସଦସ୍ୟଙ୍କ ମୃତ୍ୟୁ: ମାଆ, ପତ୍ନୀ ଓ ୩ ଛୁଆଙ୍କ ଜୀବନ ନେଇ ନିଜକୁ ଗୁଳି କଲା ଯୁବକ
ଲକ୍ଷ୍ନୌ: ଉତ୍ତରପ୍ରଦେଶ ମଥୁରା ଥାନା ଅଧୀନ ପହ୍ଲାପୁର ଗାଁରେ ଘଟିଛି ଚାଞ୍ଚଲ୍ୟକର ଘଟଣା । ଜଣେ ବ୍ୟକ୍ତି ନିଜ ମା’, ପତ୍ନୀ ଓ ୩ ଛୁଆଙ୍କୁ ହତ୍ୟ ପରେ ନିଜକୁ ନିଜେ ଗୁଳି କରି ଆତ୍ମହତ୍ୟା କରଥିବା ଜଣାପଡ଼ିଛି। ଗୋଟିଏ ଘରର ୬ ସଦସ୍ୟଙ୍କ ମୃତ୍ୟୁ ପରେ ସମଗ୍ର ଗାଁ ସ୍ତଗ୍ଧ ହୋଇ ଯାଇଛି। ହତ୍ଯାକାଣ୍ଡ ଘଟାଇ ନିଜେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ବ୍ୟକ୍ତିଙ୍କ ନାଁ ଅନୁରାଗ ସିଂହ ବୋଲି ସୂଚନା।

ସୂଚନା ଅନୁଯାୟୀ,  ଅନୁରାଗ ସିଂହ ଗତ ରାତିରେ ପ୍ରଥମେ ସେ ନିଜ ମା’ ୬୨ ବର୍ଷୀୟା ସାବିତ୍ରୀ ଦେବୀଙ୍କୁ ଗୁଳି ମାରିଥିବା ବେଳେ ପତ୍ନୀ ପ୍ରିୟଙ୍କା ସିଂହଙ୍କ ମୁଣ୍ଡକୁ ହାତୁଡ଼ିରେ ପିଟି ଦେଇଥିଲେ। ଏହାପରେ ନିଜର ୩ ଛୁଆ ୧୨ ବର୍ଷୀୟା ଓ ୮ ବର୍ଷୀୟା ଝିଅ ଓ ୪ ବର୍ଷର ପୁଅକୁ ଛାତକୁ ନେଇ ତଳକୁ ଫୋପାଡ଼ି ଦେଇଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ସମସ୍ତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରିଥିବା ବେଳେ ଡାକ୍ତର ସମସ୍ତଙ୍କୁ ମୃତ ଘୋଷଣା କରିଥିଲେ। ଏହାପରେ ଅନୁରାଗ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି।

ନିକଟ ସମ୍ପର୍କୀୟଙ୍କ ସୂତ୍ରରୁ ପ୍ରକାଶ, ଅଭିଯୁକ୍ତ ଅନୁରାଗ ସବୁବେଳେ ନିଶାସକ୍ତ ରହୁଥିବା ବେଳେ ମାନସିକ ଭାବେ ବିଚଳିତ ରହୁଥିଲେ। ତେଣୁ ସେ ଏପରି କାଣ୍ଡ ଘଟାଇଥିବା ଅନୁମାନ କରାଯାଉଛି। ପୁଲିସ୍‌ ଓ ଫରେନସିକ ଟିମ୍‌ ପହଞ୍ଚି ଘଟଣାର ଯାଞ୍ଚ ଆରମ୍ଭ କରିଛନ୍ତି।

ଟ୍ରକକୁ ଧକ୍କା ଦେଲା କାର୍‌, ୬ମୃତ
ଲକ୍ଷ୍ନୌ: ଉତ୍ତର ପ୍ରଦେଶରେ ଭୟଙ୍କର ସଡ଼କ ଦୁର୍ଘଟଣା। ଆଜି ସକାଳେ ୫୮ ନଂ ଜାତୀୟ ରାଜପଥ ମୁଜାଫରନଗରରେ ଟ୍ରକ- କାର ଧକ୍କା ହୋଇଛି। ଟ୍ରକକୁ ଧକ୍କା ଦେବା ଫଳରେ କାରରେ ଯାଉଥିବା ୬ ଜଣ ଯାତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି।

ଖବର ଅନୁଯାୟୀ, ଏକ କାର୍ ଯୋଗେ ୬ ଜଣ ଯାତ୍ରୀ ଦିଲ୍ଲୀରୁ ହରିଦ୍ୱାର ଯାଉଥିଲେ। ଏହି ସମୟରେ ଏକ ଟ୍ରକକୁ ଧକ୍କା ଦେଇଥିଲା କାର୍। ଫଳରେ ସମସ୍ତ ୬ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣାରେ କାରଟି ସମ୍ପୂର୍ଣ୍ଣ ଭାଙ୍ଗି ଚୂରମାର୍ ହୋଇଯାଇଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ଏଣିକି ସ୍କୁଲ ୟୁନିଫର୍ମ ପିନ୍ଧି ସର୍ବସାଧାରଣ ସ୍ଥାନରେ ବୁଲିପାରିବେ ନାହିଁ ଛାତ୍ରଛାତ୍ରୀ
ଲକ୍ଷ୍ନୌ: ଏଣିକି ସ୍କୁଲ ୟୁନିଫର୍ମରେ କୌଣସି ପାର୍କ, ମଲ ଓ ରେଷ୍ଟୁରାଣ୍ଟ ଯାଇପିରିବେ ନାହିଁ ଛାତ୍ରଛାତ୍ରୀ। ଉତ୍ତରପ୍ରଦେଶରେ ଛାତ୍ରଛାତ୍ରୀମାନେ ସ୍କୁଲ ୟୁନିଫର୍ମରେ କୌଣସି ସର୍ବସାଧାରଣ ସ୍ଥାନରେ ପ୍ରବେଶ କରିପାରିବେ ନାହିଁ । ଶିଶୁ ଅଧିକାର ସୁରକ୍ଷା ପାଇଁ ଉତ୍ତରପ୍ରଦେଶ କମିଶନଙ୍କ ଦ୍ୱାରା ଏକ ସୁପାରିଶ ପତ୍ର ପଠାଯାଇଛି। ଏହାକୁ ରାଜ୍ୟର ସମସ୍ତ ଜିଲ୍ଲା ମାଜିଷ୍ଟ୍ରେଟଙ୍କ ନିକଟକୁ ପଠାଯାଇଛି। ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ କୁହାଯାଇଛି। ନାବାଳିକାଙ୍କ ସହ ଅଘଟଣ ଯେ ପରି ନ ଘଟେ ସେ ନେଇ ଶିଶୁ ସୁରକ୍ଷା ଆୟୋଗ ଏହି ନିୟମକୁ କାର୍ଯ୍ୟକାରୀ କରିବାକୁ ଯାଉଛନ୍ତି।

ଏହି ନିର୍ଦ୍ଦେଶରେ କମିଶନ କହିଛନ୍ତି ଯେ,  ବିଦ୍ୟାଳୟରେ ପଢୁଥିବା ସମସ୍ତ ଛାତ୍ରଛାତ୍ରୀ ଠିକ୍ ସମୟରେ ବିଦ୍ୟାଳୟକୁ ଯାଆନ୍ତି ନାହିଁ । ହୋଟେଲ, ପାର୍କ, ମଲ୍ କିମ୍ବା ଅନ୍ୟାନ୍ୟ ସ୍ଥାନରେ ସର୍ବସାଧାରଣ ସ୍ଥାନରେ ସମୟ ବିତାଉଛନ୍ତି। ଏପରି ପରିସ୍ଥିତିରେ ସେମାନଙ୍କ ସହିତ ଅଘଟଣ ଘଟିବାର ସମ୍ଭାବନା ଅଧିକ ରହିଛି। ତେଣୁ ଜିଲ୍ଲାର କୌଣସି ସର୍ବସାଧାରଣ ସ୍ଥାନରେ ସ୍କୁଲ ୟୁନିଫର୍ମରେ ଛାତ୍ରଛାତ୍ରୀଙ୍କୁ ଗ୍ରହଣ ନ କରିବାକୁ ସମସ୍ତ ଜିଲ୍ଲା ମାଜିଷ୍ଟ୍ରେଟମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ଏକ ସପ୍ତାହ ମଧ୍ୟରେ କାର୍ଯ୍ୟକାରୀ କରିବାକୁ ଆୟୋଗ କହିଛନ୍ତି। ଜିଲ୍ଲା ମାଜିଷ୍ଟ୍ରେଟମାନଙ୍କୁ ମଧ୍ୟ ଏହି ନିର୍ଦ୍ଦେଶ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଏବଂ ଏକ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବାକୁ କୁହାଯାଇଛି।

ରାସ୍ତାରେ ଶୋଇଥିବା ଶ୍ରମିକମାନଙ୍କ ଉପରେ ଟ୍ରକ୍ ଚଢି ଯାଇ 18 ଜଣଙ୍କର ମୃତ୍ୟୁ
ଉତ୍ତରପ୍ରଦେଶର ବାରବାଙ୍କିରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ରାସ୍ତାରେ ଶୋଇଥିବା ଶ୍ରମିକମାନଙ୍କ ଉପରେ ଟ୍ରକ୍ ଚଢି ଯାଇ 18 ଜଣଙ୍କର ମୃତ୍ୟୁ ୧୯ ଜଣ ଆହତ ହୋଇଛନ୍ତି । ଏଠାରେ ଏକ ସଡ଼କ ଉପରେ ରାତିରେ କିଛି ଶ୍ରମିକ ଶୋଇଥିଲେ । ଏକ ଡବଲ ଡେକର ବସ୍ ସହ ଏକ ଟ୍ରକର ଧକ୍କା ହେବା ପରେ ସେମାନଙ୍କ ଉପରକୁ ଚଢିଯାଇଥିଲା । ଘଟଣାସ୍ଥଳରେ ୧୮ ଜଣଙ୍କ ପ୍ରାଣହାନୀ ହୋଇଛି । ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି । ପୋଲିସ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରିରହିଛି । ଅପରପକ୍ଷରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କ ନିମନ୍ତେ ୨ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହିତ ଆହତଙ୍କ ନିମନ୍ତେ ୫୦ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଘାେଷଣା କରିଛନ୍ତି ।

PM @narendramodi announced an ex-gratia of Rs. 2 lakh each from PMNRF for the next of kin of those who lost their lives in the tragic accident in Barabanki. The injured would be given Rs. 50,000 each.

— PMO India (@PMOIndia) July 28, 2021

ଉତ୍ତରପ୍ରଦେଶରେ ମହିଳାଙ୍କୁ ମାଡ଼ି ବସିଲେ ପୋଲିସ ଅଧିକାରୀ ! ଭିଡିଓ ଭାଇରାଲ୍
କାନପୁର: ଉତ୍ତରପ୍ରଦେଶ ଗ୍ରାମାଞ୍ଚଳ ପୋଲିସର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଖୁବ ଭାଇରାଲ ହେଉଥିବା ଦେଖିବାକୁ ମିଳିଛି । ଯେଉଁଥିରେ ଜଣେ ପୋଲିସ କର୍ମଚାରୀ ମହିଳାଙ୍କ ଉପରେ ମାଡ଼ି ବସିଥିବା ଦେଖିବାକୁ ମିଳିଛି । ଆଉ ଘଟଣାର ଏକ ଫଟୋକୁ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ସୋସିଆଲ ମିଡିଆରେ ସେୟାର କରିବା ସହ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଘଟଣାଟି ଭୋଗିନପୁର ଥାନା ପୁଖରାୟେ ଛକର । ପୋଲିସ ଦୁର୍ଗାଦାସପୁର ଗାଁକୁ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇଥିବା ବେଳେ ଏଭଳି ଘଟଣା ଘଟିଛି ।

उप्र में भाजपा सरकार के कृपापात्र बने कुछ पुलिसकर्मियों के दुर्व्यवहार से प्रदेश की समस्त पुलिस की छवि धूमिल होती है.

भाजपा के शासन में दुशासन की कमी नहीं.

घोर निंदनीय! #नहीं_चाहिए_भाजपा pic.twitter.com/tOmmbpe2RZ

— Akhilesh Yadav (@yadavakhilesh) July 17, 2021

ଅପରପକ୍ଷରେ ଘଟଣା ନେଇ କାନପୁର ଗ୍ରାମାଞ୍ଚଳ ଏସ୍‌ପି କହିଛନ୍ତି କି, ଫଟୋରେ ଦେଖିବାକୁ ମିଳିଥିବା ମହିଳା ଜଣଙ୍କ ଅଭିଯୁକ୍ତଙ୍କ ଗାଁର । ସେହି ମହିଳା ଜଣଙ୍କ ପୋଲିସ କର୍ମଚାରୀଙ୍କ କଲର ଟାଣିବାରୁ ପୋଲିସ ଜଣଙ୍କ ମହିଳାଙ୍କ ଉପରେ ପଡ଼ିଯିବା ସହ ମହିଳା ଜଣଙ୍କ ତଳେ ରହିଯାଇଥିଲେ । ମହିଳା ଜଣଙ୍କ କଲର ଛାଡ଼ିବା ପରେ ସେ ସେଠାରୁ ଚାଲିଯାଇଥିବା ଏସ୍‌ପି କହିଛନ୍ତି । ତେବେ ଘଟଣାକୁ ନେଇ ଅନେକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି । କିଛି ଲୋକ ଭିଡିଓର ସ୍କ୍ରିନ୍ ସର୍ଟ ମଧ୍ୟ ସୋସିଆଲ ମିଡିଆରେ ସେୟାର କରିଥିବା ଦେଖିବାକୁ ମିଳିଛି ।

https://t.co/nXVN7ojqEg pic.twitter.com/OGV5BJG2zn

— Kanpur Dehat Police (@kanpurdehatpol) July 17, 2021

ଅନ୍ୟପକ୍ଷରେ ଏହି ଫଟୋଟିକୁ କାନପୁର ପୋଲିସ ମଧ୍ୟ ଟ୍ୱିଟର ହ୍ୟାଣ୍ଡେଲରେ ସେୟାର କରିଛନ୍ତି । ଏବଂ ସଫେଇ ଦେଇ ଲେଖିଛନ୍ତି ଯେ, ଥାନା କର୍ମଚାରୀ ଗାଁକୁ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇଥିଲେ, କିନ୍ତୁ ସେଠାରେ ଅନ୍ୟ ଯୁବକଙ୍କ ସହାୟତାରେ ଦୁର୍ବ୍ୟବହାର କରିବାକୁ ଚେଷ୍ଟା କରିଥିଲେ । ଏହା ପରେ ପୋଲିସ ଦ୍ୱାରା ସେହି ଯୁବକଙ୍କୁ କାବୁ କରି ଥାନାକୁ ନିଆଯାଇଥିଲା । ଏହା ପରେ ସେହି ଯୁବକଙ୍କ ଆତ୍ମୀୟ ପରିଜନ ଉତକ୍ଷିପ୍ତ ହୋଇପଡ଼ିଥିଲେ ଏବଂ ସେମାନଙ୍କ ମଧ୍ୟରୁ ଜଣେ ମହିଳା ତାଙ୍କ ଉପରକୁ ଆକ୍ରମଣ କରିବାରେ ଲାଗିଥିଲେ ଏବଂ ଯୁବକଙ୍କୁ ସେଠାରୁ ଫେରାର କରାଇଥିଲେ । ମହିଳା ଜଣଙ୍କ ପୋଲିସ କର୍ମଚାରୀଙ୍କୁ ଟଣାଓଟରା କରିବାରୁ ଉଭୟ ତଳେ ପଡ଼ିଯାଇଥିଲେ ଯାହାର ଭିଡିଓ ଭାଇରାଲ୍ ହେଉଛି । କିନ୍ତୁ ଏହି ଭିଡିଓର କେବଳ ଏକ ସ୍କ୍ରିନ ସର୍ଟ ନେଇ ଭାଇରାଲ୍ କରିବା ଦୁଃଖଦ ଘଟଣା ବୋଲି କାନପୁର ପୋଲିସ କହିଛି ।