Nightclubs - The Sakala

ବିବାହ ଏବଂ ଜନ୍ମହାର ବୃଦ୍ଧି କରିବାକୁ ଉଦ୍ୟମ: ବ୍ୟାଙ୍କ, ନାଇଟ୍‌ କ୍ଲବ୍‌ରେ ବିବାହ ପଞ୍ଜୀକରଣ କାଉଣ୍ଟର
ବେଜିଂ: ଚୀନ୍‌ରେ କମୁଥିବା ବିବାହ ଏବଂ ଜନ୍ମହାରକୁ ବୃଦ୍ଧି କରିବା ପାଇଁ ସ୍ଥାନୀୟ ପ୍ରଶାସନ ଏକ ଅଭିନବ ପଦକ୍ଷେପ ଗ୍ରହଣ କରିଛି। ଦେଶରେ ଯୁବପିଢ଼ିଙ୍କୁ ବିବାହ ପ୍ରତି ଆକର୍ଷିତ କରିବା ଏବଂ ପ୍ରକ୍ରିୟାକୁ ସହଜ କରିବା ପାଇଁ ବ୍ୟାଙ୍କ, ମେଟ୍ରୋ ଷ୍ଟେସନ୍‌, ପ୍ରସୂତି ହସ୍ପିଟାଲ ଏବଂ ଏପରିକି ନାଇଟ୍‌କ୍ଲବ୍‌ରେ ମଧ୍ୟ ବିବାହ ପଞ୍ଜୀକରଣ କାଉଣ୍ଟର ଖୋଲାଯାଇଛି। ଶାଣ୍ଡୋଗ ପ୍ରଦେଶର ଏକ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ହସ୍ପିଟାଲରେ ଏଭଳି କାଉଣ୍ଟର ଆରମ୍ଭ କରାଯାଇଛି, ଯେଉଁଠାରେ ଦମ୍ପତିମାନେ ବିବାହ ପଞ୍ଜୀକରଣ କରିବା ସହ ସ୍ୱାସ୍ଥ୍ୟ ପରୀକ୍ଷା ଏବଂ ପରାମର୍ଶ ମଧ୍ୟ ପାଇପାରିବେ।

ସେହିପରି ତିଆଞ୍ଜିନ୍‌ ସହରର ଏକ ବ୍ୟାଙ୍କ ଶାଖାରେ ମଧ୍ୟ ଦେଶର ପ୍ରଥମ ଥର ପାଇଁ ବିବାହ ପଞ୍ଜୀକରଣ ସେବା ଯୋଗାଇ ଦିଆଯାଇଛି। ଏହା ବ୍ୟତୀତ ବିମାନବନ୍ଦର, ପାର୍କ, ଏବଂ ସାଂଘାଇର ଏକ ନାଇଟ୍‌କ୍ଲବ୍‌ରେ ମଧ୍ୟ ବିବାହ ପ୍ରମାଣପତ୍ର ପ୍ରଦାନ କରାଯାଉଛି। ବିବାହ ଏବଂ ଜନ୍ମହାର ହ୍ରାସ ପାଉଥିବାରୁ ଚୀନ୍‌ ସରକାର ଏହି ବ୍ୟବସ୍ଥା ଆଣିଛନ୍ତି। ତେବେ ସୋସିଆଲ ମିଡ଼ିଆରେ ଲୋକମାନେ ଏହାକୁ ନେଇ ଭିନ୍ନ ମତ ଦେଇଛନ୍ତି। କିଛି ଲୋକଙ୍କ ମତରେ କେବଳ ପଞ୍ଜୀକରଣ ସ୍ଥାନ ବଢ଼ାଇବା ଦ୍ୱାରା ବିବାହ ବଢ଼ିବ ନାହିଁ, ବରଂ ଆର୍ଥିକ ସୁରକ୍ଷା ଏବଂ ଭବିଷ୍ୟତର ଆହ୍ୱାନକୁ ନେଇ ଯୁବପିଢ଼ିଙ୍କ ମନରେ ଥିବା ଦ୍ୱନ୍ଦ୍ୱ ଦୂର କରିବା ଜରୁରୀ ।