corona virsu - The Sakala

ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ: ଚିହ୍ନଟ ହେଲେ ଆଉ ୪୭୦ ଆକ୍ରାନ୍ତ
ଭୁବନେଶ୍ବର: ରାଜ୍ୟରେ ପୁଣି କରୋନା ଗ୍ରାଫ ଉପର ମୁହାଁ ହୋଇଛି । କ୍ରମାଗତ ଭାବ ଦୈନିକ ସଂକ୍ରମଣ ବଢିବାରେ ଲାଗିଛି। ଆଜି ମଧ୍ଯ ଦୈନିକ ସଂକ୍ରମଣ ୪୦୦ ପାର କରିଛି। ୨୪ଘଣ୍ଟାରେ ୧୯ ଜିଲ୍ଲା ଓ ଷ୍ଟେଟ ପୁଲରୁ ମୋଟ୍ ୪୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୭୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୪ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୯ ଜଣ ପଜିଟିଭ ରହିଛନ୍ତି। ଖୋର୍ଦ୍ଧରୁ ସର୍ବାଧିକ ୨୨୧ ଓ କଟକରୁ ୯୪ ଜଣ ଚିହ୍ନଟ ହୋଇଛନ୍ତି। ଏଥିସହ  ରାଜ୍ୟରେ ମୋଟ ସକ୍ରିୟ ମାମଲା ୨୪୮୭ କୁ ବୃଦ୍ଧି ପାଇଛି।

Covid-19 Report For 7th July

New Positive Cases: 470
Of which 0-18 years: 49
In quarantine: 276
Local contacts: 194

(Details of local contacts will be shared by concerned District)

1. Balasore: 9
2. Bhadrak: 1
3. Cuttack: 94
4. Gajapati: 1
5. Ganjam: 4
6. Jagatsinghpur: 7

— I & PR Department, Odisha (@IPR_Odisha) July 8, 2022

New recoveries: 218
Cumulative tested: 32197792
Positive: 1292416
Recovered: 1280750
Active cases: 2487

— I & PR Department, Odisha (@IPR_Odisha) July 8, 2022

କରୋନାର ନୂଆ ଉପପ୍ରଜାତି ଚିହ୍ନଟ
ନୂଆଦିଲ୍ଲୀ: କିଛି ଦିନ ହେଲା ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏବେ ଦୈନିକ ସଂକ୍ରମଣ ୧୯ ହଜାର ମୁହାଁ ହୋଇଛି। ବର୍ତ୍ତମାନ ଦୈନିକ ସଂକ୍ରମଣ ହାର ୪.୩୨ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ହାର ୩.୮୬ ପ୍ରତିଶତ ରହିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଅନ୍ୟପକ୍ଷରେ ଦେଶରେ ପ୍ରଥମ ଥର ପାଇଁ ଓମିକ୍ରନର ନୂଆ ଉପ-ପ୍ରଜାତି ବିଏ.୨.୭୫ ଚିହ୍ନଟ କରାଯାଇଛି। ବିଶ୍ବ ସ୍ବାସ୍ଥ୍ୟ ସଂଗଠନ (ହୁ) ପକ୍ଷରୁ ଏହି ସୂଚନା ଦିଆଯାଇଛି। ‘ହୁ’ ମହାନିର୍ଦ୍ଦେଶକ ଟେଡ୍ରୋସ ଅଧନୋମ କହିଛନ୍ତି ଯେ ୟୁରୋପ-ଆମେରିକାରୁ ବିଏ.୪ ଏବଂ ବିଏ.୫ ମାମଲା ସାମ୍‌ନାକୁ ଆସୁଛି। ଭାରତ ଭଳି ଦେଶରେ ନୂଆ ଉପ-ପ୍ରଜାତି ବିଏ.୨.୭୫ର ବିପଦ ବୃଦ୍ଧି ପାଇଛି। ପ୍ରଥମେ ଭାରତରେ ଏହି ପ୍ରଜାତିକୁ ଚିହ୍ନଟ କରାଯାଇଥିଲା। ପରେ ଏହା ଅନ୍ୟ ୧୦ ଦେଶରୁ ମିଳିଥିଲା। ଏବେ ଏହି ଉପ-ପ୍ରଜାତିର ତଥ୍ୟ ବିଶ୍ଳେଷଣ କରାଯାଉଛି। ଗତ ଦୁଇ ସପ୍ତାହରେ ବିଶ୍ବରେ କରୋନା ସଂକ୍ରମଣ ୩୦ ପ୍ରତିଶତ ବୃଦ୍ଧି ପାଇଛି ବୋଲି ‘ହୁ’ ପକ୍ଷରୁ କୁହାଯାଇଛି।

ରାଜ୍ଯରେ ଚିହ୍ନଟ ହେଲେ ଆଉ ୬୦୯ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୯୭ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୦୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୩୫୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୫ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୭୧୧୨ କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୯୧ହଜାର ୬୩୦ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୭୫୨୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୭ ଜଣ ପଜିଟିଭ ରହିଛନ୍ତି।

Covid-19 Report For 29th August

New Positive Cases: 609
Of which 0-18 years: 97
In quarantine: 354
Local contacts: 255

(Details of local contacts will be shared by concerned Dist Administration)

District Wise Cases:

1. Angul: 18
2. Balasore: 21
3. Bargarh: 4
4. Bhadrak: 9

— I & PR Department, Odisha (@IPR_Odisha) August 30, 2021

22. Puri: 20
23. Rayagada: 5
24. Sambalpur: 16
25. Sonepur: 2
26. Sundargarh: 8
27. State Pool: 48

New recoveries: 834
Cumulative tested: 18012352
Positive: 1007112
Recovered: 991630
Active cases: 7528

— I & PR Department, Odisha (@IPR_Odisha) August 30, 2021

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୨୧ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୭୧ଜଣ, ଦେଓଗଡ଼ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୩ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୩୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୯ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୨୦ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୬ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍‌ରୁ ୪୮ଜଣ ରହିଛନ୍ତି।

ରାଜ୍ଯରେ ଆଉ ୬୯ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ଯ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୫୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୮୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୧୯ଜଣ, ଅନୁଗୁଳ ଜିଲ୍ଲାରୁ ୧୦ଜଣ, ଜଗତସିଂହପୁର ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ସେହି  ବାଲେଶ୍ୱର, ଢେଙ୍କାନାଳ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ଯାଜପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ପୁରୀ ୨ଜଣ , କେନ୍ଦୁଝର ଜିଲ୍ଲାରୁ ଜଣେ ରହିଛନ୍ତି ।

ରାଜ୍ଯରେ ଚିହ୍ନଟ ହେଲେ ଆଉ ୮୪୯ ନୂଆ କରୋନା ଆକ୍ରାନ୍ତ, ୦-୧୮ ବର୍ଷ ବୟସ ୧୩୦ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୪୯ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୯୨ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୭ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୪୦୫୯କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୮୮ହଜାର ୦୯୦ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୮୨୮୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୦ ଜଣ ପଜିଟିଭ ରହିଛନ୍ତି।

Covid-19 Report For 25th August

New Positives Cases: 849
Of which 0-18 years: 130
In quarantine: 492
Local contacts: 357

(Details of local contacts will be shared by concerned Dist Administration)

District Wise Cases:

1. Angul: 19
2. Balasore: 48
3. Bargarh: 15

— I & PR Department, Odisha (@IPR_Odisha) August 26, 2021

21. Mayurbhanj: 26
22. Nayagarh: 19
23. Nuapada: 1
24. Puri: 22
25. Rayagada: 2
26. Sambalpur: 20
27. Sonepur: 1
28. Sundargarh: 15
29. State Pool: 65

New recoveries: 721
Cumulative tested: 17737972
Positive: 1004059
Recovered: 988090
Active cases: 8288

— I & PR Department, Odisha (@IPR_Odisha) August 26, 2021

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୯ଜଣ, ବାଲେଶ୍ୱର ଜିଲ୍ଲାରୁ ୪୮ଜଣ, ବରଗଡ଼ ଜିଲ୍ଲାରୁ ୧୫ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୧୫ଜଣ, ଦେବଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୪୨ଜଣ, ଯାଜପୁର ଜିଲ୍ଲାରୁ ୪୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୪ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୩ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମାଲକାନଗିରି ଜିଲ୍ଲାରୁ ୨ଜଣ, ନୟୁରଭଞ୍ଜ ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫ଜଣ, ଷ୍ଟେଟ ପୁଲ୍‌ରୁ ୬୫ଜଣ ରହିଛନ୍ତି ।

ଖସୁଛି ସଂକ୍ରମଣ: ରାଜ୍ଯରୁ ଚିହ୍ନଟ ହେଲେ ଆଉ ୬୨୫ କରୋନା ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୨୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୩୬୬ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୫୯ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦୨୩୨୩କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୮୬ହଜାର ୩୩୪ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୮୪୪୩ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୦ଜଣ ପଜିଟିଭ ରହିଛନ୍ତି।

Covid-19 Report For 23rd August

New Positive Cases: 625
Of which 0-18 years: 80
In quarantine: 366
Local contacts: 259

(Details of local contacts will be shared by concerned Dist Administration)

District Wise Cases:

1. Angul: 18
2. Balasore: 50
3. Bargarh: 6
4. Bhadrak: 8

— I & PR Department, Odisha (@IPR_Odisha) August 24, 2021

21. Nayagarh: 10
22. Nuapada: 1
23. Puri: 29
24. Rayagada: 12
25. Sambalpur: 18
26. Sundargarh: 6
27. State Pool: 48

New recoveries: 1032
Cumulative tested: 17598024
Positive: 1002323
Recovered: 986334
Active cases: 8443

— I & PR Department, Odisha (@IPR_Odisha) August 24, 2021

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮ଜଣ, ବାଲେଶ୍ୱର ଜିଲ୍ଲାରୁ ୫୦ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୫୬ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୩୮ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୪ଜଣ, କୋରାପୁଟ ଜିଲ୍ଲାରୁ ୧୧ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ୧୦ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍‌ରୁ ୪୮ଜଣ ରହିଛନ୍ତି।

ଖସୁଛି ସଂକ୍ରମଣ: ରାଜ୍ଯରୁ ଚିହ୍ନଟ ହେଲେ ଆଉ ୮୫୩ ନୂଆ କରୋନା ଆକ୍ରାନ୍ତ, ୧୮ ବର୍ଷରୁ କମ୍‌ ବୟସର ୧୦୦ଜଣ ପଜିଟଭ୍
ଭୁବନେଶ୍ୱର: ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୫୩ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ଯରୁ କ୍ୱାରେଣ୍ଟାଇନରୁ ୪୯୬ ଜଣ ଚିହ୍ନଟ ହୋଇଥିବ ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୫୭ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୦୯୩୭କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୮୪ହଜାର ୨୨୪ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୯୩୦୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦୦ଜଣ ପଜିଟିଭ ରହିଛନ୍ତି ।

Covid-19 Report For 21st August

New Positive Cases: 853
Of which 0-18 years: 100
In quarantine: 496
Local contacts: 357

(Details of local contacts will be shared by concerned Dist Administration)

District Wise Cases:

1. Angul: 29
2. Balasore: 46
3. Bargarh: 12

— I & PR Department, Odisha (@IPR_Odisha) August 22, 2021

20. Malkangiri: 1
21. Mayurbhanj: 21
22. Nayagarh: 22
23. Puri: 35
24. Rayagada: 4
25. Sambalpur: 19
26. Sonepur: 1
27. Sundargarh: 12
28. State Pool: 59

New recoveries: 979
Cumulative tested: 17483706
Positive: 1000937
Recovered: 984224
Active cases: 9302

— I & PR Department, Odisha (@IPR_Odisha) August 22, 2021

କରୋନା ଅପଡେଟ୍ ଓଡ଼ିଶା: ଚିହ୍ନଟ ହେଲେ ୯୮୬ ନୂଆ ସଂକ୍ରମିତ, ୬୯ ଆକ୍ରାନ୍ତଙ୍କ ମୃତ୍ଯୁ ଓ ୧୮ ବର୍ଷରୁ କମ୍‌ ବୟସର ୧୨୮ଜଣ ପଜିଟଭ୍
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୯୮୬ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୭୪ ଜଣ ଚିହ୍ନଟ ହୋଇଥିବ ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୪୧୨ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୯ହଜାର ୧୭୩କୁ ବୃଦ୍ଧି ପାଇଥିବା ବେଳେ ୯ଲକ୍ଷ ୮୨ହଜାର ୩୧୯ ସଂକ୍ରମିତ ସୁସ୍ଥ ହେଲେଣି । ଏବେ ରାଜ୍ୟରେ ଆଉ ୯୫୭୮ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୨୮ଜଣ ପଜିଟିଭ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୪ ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, କଟକ ଜିଲ୍ଲାରୁ ୧୩୯ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୫ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୪୫ଜଣ, ଯାଜପୁର ଜିଲ୍ଲାରୁ ୪୯ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୭୩ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨୦ଜଣ, ପୁରୀ ଜିଲ୍ଲାରୁ ୩୨ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୩ଜଣ, ଷ୍ଟେଟ ପୁଲ୍‌ରୁ ୮୪ଜଣ ରହିଛନ୍ତି ।

ସେହିପରି ରାଜ୍ୟରେ ଆଜି ୬୯ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଏଥିସହ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୭ହଜାର ୨୨୩କୁ ବୃଦ୍ଧି ପାଇଛି ।

ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ ରହିଛନ୍ତି । ଭଦ୍ରକ ଓ ଯାଜପୁରରୁ ୬ ଜଣ ଲେଖାଏଁ ରହିଛନ୍ତି । ଅନୁଗୁଳ, କେନ୍ଦ୍ରାପଡା, ଓ ଖୋର୍ଦ୍ଧାରୁ ୫ ଜଣ ଲେଖାଏଁ ରହିଛନ୍ତି । ପୁରୀରୁ ୪ ଜଣ, କେନ୍ଦୁଝର ଓ ମୟୁରଭଞ୍ଜରୁ ୩ ଜଣ ଲେଖାଁଏ ରହିଛନ୍ତି । ନୟାଗଡରୁ ଜଣେ ରହିଛନ୍ତି ।

ଦେହରେ ମାସେ ପର୍ୟ୍ୟନ୍ତ ସକ୍ରିୟ ରହୁଛି କରୋନା ଭାଇରସ୍‌ : ଆଇଏଲଏସ ନିର୍ଦ୍ଦେଶକ
ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣରେ ଆସୁଛି ସୁଧାର । ସ୍ଥିତି ଧିରେ ଧିରେ ନିୟନ୍ତ୍ରଣକୁ ଆସୁଥିବା ବେଳେ, ସ୍ଥିର ରହିଛି ସଂକ୍ରମଣ । ଯେଉଁମାନେ ସଂକ୍ରମିତ ହେଉଛନ୍ତି, ସେମାନଙ୍କ ଦେହରେ ମାସେ କାଳ ଭାଇରସ୍ ରହୁଛି । ତେଣୁ ଲୋକ ଅଧିକ ସଚେତନ ରହିବାକୁ ପରାମର୍ଶ ଦେଇଛନ୍ତି ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡ଼ା ।

ତାଙ୍କ କହିବା କଥା ହେଲା, ଟିକା ନେବାର ୧୪ ଦିନ ପରେ ଯେଉଁମାନେ କରୋନାରେ ସଂକ୍ରମିତ ହେଉଛନ୍ତି, ସେମାନଙ୍କ ଭିତରୁ ୮୦ ପ୍ରତିଶତ ଲୋକ ଗୁରୁତର ହେଉନାହାନ୍ତି । ୬୨ଟି ଦେଶରେ ଡେଲଟା ପ୍ଲସ୍ ଭାଇରସ୍ ଦେଖାଦେଇଛି । ଭାରତରେ ୪୨ଟି କେସ୍ ଦେଖା ଦେଇଥିବା ବେଳେ, ଓଡ଼ିଶାରେ ଜଣେ ଚିହ୍ନଟ ହୋଇଥିଲେ । ଡେଲଟା ପ୍ଲସ୍ ଭାଇରସ୍ ରୂପ ପରିବର୍ତ୍ତନ କରିନାହିଁ । ଏଣିକି ସାରା ଦେଶରେ ପ୍ରତି ମାସରେ ୯୦ରୁ ୯୫ ହଜାର ଜିନମ ସିକ୍ବେନ୍ସିଂ କରାଯିବ । କଟକ, ଯାଜପୁର ଓ ଜଗତସିଂହପୁର ଜିଲ୍ଲାରେ ପଜିଟିଭି ହାର ବଢୁଛି । ତେବେ ଲୋକମାନେ ସଚେତନ ହେବାର ଆବଶ୍ୟକତା ରହିଛି ବୋଲି କହିଛନ୍ତି ଆଇଏଲଏସ ନିର୍ଦ୍ଦେଶକ ।