horoscope today - The Sakala

Saturday Horoscope: ଶନିବାର ରାଶିଫଳ (୨୧-୦୨-୨୦୨୬)
ମେଷ: ପାରିବାରିକ ସମସ୍ୟା ଦେଖାଦେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିବେ। ପ୍ରେମ ସମ୍ପର୍କରେ ସମସ୍ୟା ସୃଷ୍ଟି ହେବ।

ବୃଷ: ବନ୍ଧୁ ତଥା ଭାଇଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବ। ପ୍ରତିଯୋଗିତାମୂଳକ ପରୀକ୍ଷାରେ ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।

ମିଥୁନ: ଆର୍ଥିକ ମାମଲାରେ ସୁଧାର ଆସିବ। ସହକର୍ମୀଙ୍କ ସହଯୋଗରୁ ଅଫିସ୍ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ।

କର୍କଟ: ଆତ୍ମବିଶ୍ବାସ ବୃଦ୍ଧି ପାଇବ। ଦୀର୍ଘଦିନରୁ ଅଟକି ରହିଥିବା କାର୍ଯ୍ୟ ପୂରା ହେବ। ପାରିବାରିକ ଜୀବନ ସୁଖମୟ ହେବ। ପରିବାର ସହିତ ସୁଖଦ ସମୟ ଅତିବାହିତ କରିବେ।

ସିଂହ: ସୃଜନାତ୍ମକ କାର୍ଯ୍ୟରେ ସଫଳତା ମିଳିବ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ମନ ପ୍ରସନ୍ନ ରହିବ। ପ୍ରେମ ସମ୍ବନ୍ଧ ମଜଭୁତ୍‌ ହେବ। ବିଦ୍ୟାର୍ଥୀ ମନୋରଞ୍ଜନ କାର୍ଯ୍ୟରେ ସମୟ ଅତିବାହିତ କରିବେ।

କନ୍ୟା: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସାମିଲ ହେବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈବାହିକ ଜୀବନରେ ସମସ୍ୟା ଆସିବ। ସାଙ୍ଗଙ୍କ ସହ ଦୂରସ୍ଥାନକୁ ଯାତ୍ରା କରିବେ।

ତୁଳା: ଅଫିସ୍‌ କାର୍ଯ୍ୟରେ ବିଦେଶ ଯାତ୍ରା ଯୋଗ ଅଛି। ଧାରକରଜରୁ ଦୂରେଇ ରହିବେ। ମାଆଙ୍କ ସ୍ବାସ୍ଥ୍ୟ ସମସ୍ୟାରେ ଉନ୍ନତି ପରିଲକ୍ଷିତ ହେବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।

ବିଛା: କର୍ମଚଞ୍ଚଳ ରହିବେ। ମନ ପ୍ରଫୁଲ୍ଲିତ ରହିବ। ଆୟଠୁ ବ୍ୟୟ ଅଧିକ ହେବ। ଅଯଥା ଖର୍ଚ୍ଚରୁ ଦୂରେଇ ରହିବେ। ଘର ପାଇଁ ନୂଆ ଜିନିଷ କିଣିବେ। କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିବ।

ଧନୁ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଧାର୍ମିକ କାର୍ଯ୍ୟ କରିବେ। ସମାଜରେ ମାନ, ପ୍ରତିଷ୍ଠା ବଢ଼ିବ। ସମାଜସେବାରେ ନିଜକୁ ନିୟୋଜିତ କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ମକର: ଶାରୀରିକ ଯନ୍ତ୍ରଣା ଭୋଗିବେ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ବୁଲାବୁଲି ପାଇଁ ଯୋଜନା ପ୍ରସ୍ତୁତ କରିବେ। ଖେଳାଳିଙ୍କୁ ସଫଳତା ମିଳିବ। ବ୍ୟବସାୟରେ କ୍ଷତି ଘଟିବ।

କୁମ୍ଭ: ନିବେଶରୁ ଲାଭ ମିଳିବ। କାର୍ଯ୍ୟରୁ ଆଶାଜନକ ଫଳ ମିଳିବ। ଆତ୍ମବିଶ୍ବାସର ସହ କାର୍ଯ୍ୟ ସମ୍ପାଦନ କରିବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି।

ମୀନ: ସନ୍ତାନଙ୍କ ଭବିଷ୍ୟତ ପାଇଁ ନୂଆ ଯୋଜନା କରିବେ। ବିଦ୍ୟାର୍ଥୀ ପଢ଼ାରେ ମନଯୋଗ ଦେବେ। ପଡ଼ୋଶୀଙ୍କ ସହ ବିବାଦ ଦେଖା ଦେବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ।

Saturday Horoscope: ଶନିବାର ରାଶିଫଳ (୧୪-୦୨-୨୦୨୬)
ମେଷ: ଖୁସି ଖବର ମିଳିପାରେ। ଚାକିରିରେ ସଫଳତା ମିଳିବ। ଅର୍ଥ ନିବେଶ କରିବା ପାଇଁ ଭଲ ସମୟ। ଭବିଷ୍ୟତ ପାଇଁ ଅର୍ଥ ସଞ୍ଚୟ କରିବେ। ନିଜ ଭୁଲ୍‌କୁ ସୁଧାରିବାକୁ ଚେଷ୍ଟା କରନ୍ତୁ।

ବୃଷ: ଦିନଟିରେ ସଫଳତା ପ୍ରାପ୍ତି ହେବ। ସୃଜନାତ୍ମକ କାମ ପ୍ରତି ଆଗ୍ରହ ବଢ଼ିବ। ଅଧିକ ଖର୍ଚ୍ଚାନ୍ତ ହୋଇପାରନ୍ତି। ଆଶା କରିଥିବା ଦିଗରୁ ଧନ ପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।

ମିଥୁନ: ପରିବାର ସଦସ୍ୟଙ୍କ ସହଯୋଗ ମିଳିବ। ରାଜନୀତିରେ ସକ୍ରିୟ ହେବେ। ଅତିଥି ସତ୍କାରରେ ସମୟ ବିତିବ।  ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। କୌଣସି କଥାକୁ ନେଇ ମନ ଉଣା କରିପାରନ୍ତି।

କର୍କଟ: ବ୍ୟବସାୟରୁ ଲାଭ ମିଳିବ। ଅର୍ଥ ନିବେଶରୁ ଦୂରେଇ ରୁହନ୍ତୁ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ମହିଳାମାନେ ପୂଜାର୍ଚ୍ଚନାରେ ବ୍ୟସ୍ତ ରହିବେ।

ସିଂହ: ଦିନଟି ମିଶ୍ରଫଳ ପ୍ରଦାନ କରିବ। ବ୍ୟବସାୟ ସମ୍ବନ୍ଧିତ ନୂଆ ଯୋଜନାରୁ ବଞ୍ଚିତ ରହିବେ। ମନ ଖୁସି ରହିବ। ଧାର୍ମିକ କାର୍ଯ୍ୟରେ ସାମିଲ ହେବେ। ଉଧାର ଟଙ୍କା ଫେରିପାଇବେ।

କନ୍ୟା: ଆର୍ଥିକ ସ୍ଥିତି ଭଲ ରହିବ। ସୁଖଦ ଯାତ୍ରା ଯୋଗ ଅଛି। ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଭାଇ, ଭଉଣୀଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ।

ତୁଳା: ପ୍ରେମ ସମ୍ପର୍କରେ ପ୍ରଗାଢ଼ତା ଆସିବ। ଛାତ୍ରଛାତ୍ରୀ କର୍ମଚଞ୍ଚଳ ହେବେ। ଆଇନଜୀବୀଙ୍କୁ ସଫଳତା ମିଳିବ। ଘରକୁ ଅତିଥି ଆଗମନ ହେବ। ଜୀବନସାଥୀଙ୍କ ନୂଆ କାମକୁ ନେଇ ଖୁସି ଅନୁଭବ କରିବେ।

ବିଛା: ଘରେ ଧନଧାନ୍ୟ ବୃଦ୍ଧି ହେବ। ବିବାହ ପ୍ରସ୍ତାବ ସ୍ଥିର ହେବ। ଘରେ ମାଙ୍ଗଳିକ କାର୍ଯ୍ୟକ୍ରମ ଆୟୋଜନ ହେବ। ପରିବାର ସଦସ୍ୟଙ୍କ ମଧ୍ୟରେ ତିକ୍ତତା ଦୂର ହେବ। ଉଚ୍ଚଶିକ୍ଷା ଲାଗି ଉତ୍ତମ ସମୟ।

ଧନୁ: ଅନ୍‌ଲାଇନ କାର୍ଯ୍ୟରୁ ଲାଭ ମିଳିବ। ଜବୀନସାଥୀଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଦେଖା ଦେବ। ନୂତନ ବ୍ୟବସାୟ ଆରମ୍ଭ କରିବାକୁ ଅନୁକୂଳ ସମୟ।  ପ୍ରେମ ବ୍ୟାପାରରେ ସଫଳ ହେବେ।

ମକର: ଚାକିରି ନିଷ୍ପତ୍ତି ପାଇଁ ଦ୍ବନ୍ଦ୍ବରେ ରହିବେ। ଛାତ୍ରଛାତ୍ରୀ ଅଧିକ ପରିଶ୍ରମ କରିବେ। ପ୍ରେମିକ ପ୍ରେମିକାଙ୍କ ମଧ୍ୟରେ ଭୁଲ୍ ବୁଝାମଣା ଦେଖାଦେବ। ସମାଜସେବାରେ ନିଜକୁ ନିୟୋଜିତ କରିବେ।

କୁମ୍ଭ: କାର୍ଯ୍ୟରେ ବାଧା ଆସିବ। ବ୍ୟବହାରରେ ନିୟନ୍ତ୍ରଣ ରକ୍ଷା କରିବେ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। କିଛି କଥାକୁ ନେଇ ଚିନ୍ତାରେ ରହିପାରନ୍ତି। ହଜିଯାଇଥିବା ଜିନିଷ ଫେରିପାଇବେ।

ମୀନ: ନିଜ ପସନ୍ଦର କାର୍ଯ୍ୟ କରି ଖୁସି ହେବେ। ପାରିବାରିକ ଜୀବନ ସୁଖମୟ ହେବ। ସଫଳତା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିପାରେ। ପ୍ରେମ ବ୍ୟାପାରରେ ସଫଳ ହେବେ ।

Wednesday Horoscope: ବୁଧବାର ରାଶିଫଳ ( ୦୭-୦୧-୨୦୨୬)
ମେଷ: ଦୂର ସମ୍ପର୍କୀୟଙ୍କ ସହିତ ଭେଟ ହୋଇପାରେ। ପୁରୁଣା ନିବେଶରୁ ଲାଭ ମିଳିବ। ପରିବାର ସହିତ ହସଖୁସିର ସମୟ ଅତିବାହିତ କରିବେ।  ଦାମ୍ପତ୍ୟ ଜୀବନ ସୁଖମୟ ହେବ।

ବୃଷ: ଗୁରୁଜନଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିପାରେ। ଅଚାନକ  ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହେବ। ରାଜନେତାଙ୍କ ପାଇଁ ଦିନଟି ଭଲ। କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି।

ମିଥୁନ: ନିଜ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଆଇଟି କର୍ମଚାରୀଙ୍କ ପାଇଁ ସମୟ ଭଲ। ଚକ୍ଷୁ ଜନିତ ସମସ୍ୟା ହୋଇପାରେ। ସମୟର ସଦୂପଯୋଗ କରନ୍ତୁ।

କର୍କଟ: ଅଫିସ୍‌ କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କୋର୍ଟ କଚେରୀ ମାମଲାର ଶୁଣାଣି ହେବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।

ସିଂହ: ସଫଳତା ପାଇବା ପାଇଁ କଠିନ ପରିଶ୍ରମ କରିବେ। ପ୍ରେମ ବ୍ୟାପାରରେ ସଫଳ ହେବେ। ଗୁରୁଜନଙ୍କ ଆଶୀର୍ବାଦ ନେଇ ନୂତନ ବ୍ୟବସାୟ ଆରମ୍ଭ କରିବେ। ଧନ ଲାଭ ହୋଇପାରେ।

କନ୍ୟା: ଅଜଣା ଲୋକଙ୍କୁ ସାହାଯ୍ୟ କରି ପ୍ରଶଂସିତ ହୋଇପାରନ୍ତି। ଉଚ୍ଚ ଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିପାରନ୍ତି। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।

ତୁଳା: ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ସହିତ ସେୟାର କରନ୍ତୁନି। ମହିଳାମାନେ ସାମାଜିକ କାର୍ଯ୍ୟରେ ସାମିଲ ହେେବ।  ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଆୟ ଓ ବ୍ୟୟ ସମାନ ରହିବ।

ବିଛା: ଆଜି ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଅଫିସ୍‌ରେ ସହକର୍ମୀଙ୍କ ସହଯୋଗ ମିଳିବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ। ଆଶା କରିଥିବା ଦିଗରୁ ଲାଭବାନ ହେବେ।

ଧନୁ: ଶାରୀରିକ ସମସ୍ୟା ଦେଖାଦେଇପାରେ। ବନ୍ଧୁଙ୍କ ସହିତ ଦୂର ସ୍ଥାନ ବୁଲିବାକୁ ଯାଇ ପାରନ୍ତି। ଅନ୍ୟମାନଙ୍କୁ ସାହାଯ୍ୟର ହାତ ବଢ଼ାଇ ପାରନ୍ତି। ପୁରୁଣା ନିବେଶରୁ ଲାଭ ମିଳିବ।

ମକର: ଆଜି ଦିନଟି ଆପଣଙ୍କୁ ମିଶ୍ରିତଫଳ ପ୍ରଦାନ କରିବ। ବ୍ୟକ୍ତିଗତ କଥା ଅନ୍ୟମାନଙ୍କ ଆଗରେ ପ୍ରକାଶ କରନ୍ତୁନି।   ଇଚ୍ଛା ମୁତାବକ କାମ କରନ୍ତୁ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।

କୁମ୍ଭ: ଦୀର୍ଘ ଦିନରୁ ଅଟକିଥିବା କାମ ପୂରା ହେବ। କଳାକାରଙ୍କ ପାଇଁ ଦିନଟି ଭଲ। ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଭାବିବିଚାରି କାମ କରନ୍ତୁ।

ମୀନ: କୋର୍ଟ କଚେରୀ ମାମଲାର ଶୁଣାଣି ହେବ।  ଅଫିସ୍‌ କାର୍ଯ୍ୟ ପାଇଁ ବିଦେଶ ଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହେବ। ସାମାଜିକ ଓ ଧାର୍ମିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି।

ମଙ୍ଗଳବାର ରାଶିଫଳ ( ୨୪-୦୮-୨୦୨୧ )
ମେଷ:ଦିନଟି ଶୃଙ୍ଖଳିତ ଭାବରେ କଟିବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ବିଦ୍ୟାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ଧଳା

ବୃଷ:କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଚାକିରିରେ ସ୍ଥାନଚ୍ୟୁତ ହୋଇପାରନ୍ତି। ପରିବହନ,ଶିଳ୍ପ ଓ ବାଣିଜ୍ୟ ପ୍ରତିକୂଳ ରହିବ। ବିଦ୍ୟାର୍ଥୀ ଭ୍ରମରେ ପଡ଼ିବେ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ସବୁଜ

ମିଥୁନ:ଦିନଟି ପ୍ରସନ୍ନତା ଭିତରେ କଟିବ।ବନ୍ଧୁବାନ୍ଧବଙ୍କ ସହଯୋଗ ପାଇବେ। ମହିଳାମାନେ ସୁଖୀ ରହିବେ। ପରିବହନ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ପିଙ୍କ୍

କର୍କଟ:ଦିନଟି କର୍ମତତ୍ପର ରହିବେ। ଚାକିରିରେ ସମ୍ମାନ ବଢ଼ିବ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍

ସିଂହ:ନୂତନ ଯୋଜନା ଫଳପ୍ରସୂ ହେବ। ମହିଳାମାନେ ପରିଶ୍ରମୀ ହେବେ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ବିଦ୍ୟାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୧୦,ଶୁଭ ରଙ୍ଗ-କମଳା

କନ୍ୟା:ଦିନଟି ପରିଶ୍ରମ ମୁତାବକ ଫଳ ପାଇବେ ନାହିଁ। ସାଂସାରିକ ଭୁଲ ବୁଝାମଣା ରହିବ। ଚାକିରିରେ ଅବହେଳା ରହିବ। ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ମେଟାଲିକ୍

ତୁଳା:କିଛିଟା ଉତ୍ତେଜନା ଭିତରେ ଆଗେଇ ଚାଲିବେ। ସାଂସାରିକ ଅସ୍ଥିର ମନା ରହିବେ। ରାଜନୀତିରେ ବ୍ୟସ୍ତବିବ୍ରତ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା:ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ପଡୋଶୀଙ୍କ ସହଯୋଗ ମିଳିବ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ।ବାଣିଜ୍ୟରେ ଆୟ ଦ୍ବିଗୁଣିତ ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଲାଲ୍

ଧନୁ:କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ଶିଳ୍ପ ଓ ବାଣିଜ୍ୟ ସନ୍ତୋଷଜନକ ରହିବ। ବିଦ୍ୟାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ସାଂସାରିକ ଉତ୍ତେଜନା ଓ ବ୍ୟୟ ବୃଦ୍ଧି ଦେଖାଦେବ। ଚାକିରିରେ ଚିନ୍ତା ରହିବ। ବାଣିଜ୍ୟରେ ବାଧାବିଘ୍ନ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ନୀଳ

କୁମ୍ଭ:ବିଦ୍ୟାର୍ଥୀ ଉତ୍ତୀର୍ଣ୍ଣ ହେବେ। ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି। ରାଜନୀତିରେ କୌଣସି ବିଷୟକୁ ନେଇ ଚିନ୍ତା ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-ସିଲଭର୍

ମୀନ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ଲୋକସମ୍ପର୍କ ବଢିବ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ବିଦ୍ୟାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ଶୁକ୍ରବାର ରାଶିଫଳ (୪-୬-୨୦୨୧)
ମେଷ: ବହୁ ଚେଷ୍ଟା କରି ସୁଫଳ ପାଇବେ । ସାଂସାରିକ ବ୍ୟସ୍ତତା ଭିତରେ କଟିବ। ଚାକିରିରେ ସହଯୋଗ ମିଳିବ। ଶିଳ୍ପ ଓ ବାଣିଜ୍ୟରେ ପ୍ରସାର ହେବ | ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି

ବୃଷ: ଦିନଟିରେ ବହୁ ପ୍ରତୀକ୍ଷିତ କାର୍ଯ୍ୟ ପୂର୍ଣ୍ଣ ହେବ | ଅର୍ଥପ୍ରାପ୍ତି ସହ ଉନ୍ନତି ହେବ । ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ପାଇବ I ବାଣିଜ୍ୟ ଉତ୍ତମ ହେବ | ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ

ମିଥୁନ: କର୍ମକ୍ଷେତ୍ରରେ ସୁଖସମ୍ମାନ ପ୍ରାପ୍ତି ହେବ । ମହିଳାମାନେ ସ୍ବାଭିମାନ ଅକ୍ଷୁଣ୍ଣ ରଖିବେ | କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ | ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍

କର୍କଟ: ପରିଶ୍ରମ ମୁତାବକ ଫଳ ପାଇବେ ନାହିଁ | ଅନ୍ୟ ପାଇଁ ସମସ୍ୟାରେ ପଡିବେ | ରାଜନୀତିରେ ଅସହଯୋଗ ରହିବ I ବାଣିଜ୍ୟ ମନ୍ଥର ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍

ସିଂହ:କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଅଭାବ ଅସୁବିଧା ରହିବ । ପ୍ରଶାସନିକ ଅଭିଯୋଗ ଆସିବ। ବାଣିଜ୍ୟିକ ଅସଫଳ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର୍

କନ୍ୟା: ଦିନଟି ଉତ୍ସାହଜନକ ରହିବ| ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ | ଚାକିରିରେ ପ୍ରଶଂସିତ ହେବେ | ଶିଳ୍ପ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ

ତୁଳା: ଉଦ୍‌ଯୋଗ କରି ଆଗେଇ ଚାଲିବେ | ଆର୍ଥିକ ସ୍ବଚ୍ଛଳତା ରହିବ ଚାକିରିରେ ନିଷ୍ଠାପର ରହିବେ ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ବିଛା :ହେଉଥିବା କାର୍ଯ୍ୟ ଅଳ୍ପକେ ଅଟକିଯାଇପାରେ । ଚାକିରିରେ ଅବହେଳା ରହିବ | ପରିବହନ ଓ ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍

ଧନୁ: କେତେକ କ୍ଷେତ୍ରରେ ସମସ୍ୟା ରହିବ | ଚାକିରିରେ ଚାପ ରହିବ | ରାଜନୀତିରେ ଶତ୍ରବୃଦ୍ଧି ହେବେ | ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ମକର: କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ | ସାଂସାରିକ ଓ ଭ୍ରାତୃଭଗ୍ନୀଙ୍କ ସହଯୋଗ ମିଳିବ । ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା

କୁମ୍ଭ : ଅର୍ଥଚିନ୍ତା ସହ ସମସ୍ୟାରେ ରହିବେ । ଚାକିରିରେ ଅବହେଳା ରହିବ | ମହିଳାମାନେ ହତାଦର ହେବେ | ବାଣିଜ୍ୟରେ ପ୍ରତିକୂଳ ରହିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍

ମୀନ : ଦିନଟି ଚଳଚଞ୍ଚଳ ରହିବେ । ଚାକିରିରେ ପ୍ରଶଂସିତ ହେବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ସଫଳ ହେବେ | ଶୁଭ ଅଙ୍କ-୮, ଶୁଭ ରଙ୍ଗ-ମେରୁନ୍

ଗୁରୁବାର ରାଶିଫଳ (୧୩-୦୫-୨୦୨୧)
ମେଷ:କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇପାରେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ମହିଳାମାନେ ସହଯୋଗ ପାଇ ଆଗେଇବେ। ବାଣିଜ୍ୟରେ ଭଲ ଆୟ ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:ଶ୍ରୀଚନ୍ଦ୍ର କାରଣରୁ ପ୍ରତିକାର୍ଯ୍ୟରେ ଅନୁକୂଳ ରହିବ। ଚାକିରୀରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଶୁଭ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ମିଥୁନ:ବ୍ୟୟ ବହୁଳତା କାରଣରୁ ଅଭାବରେ ପଡିବେ। ମହିଳାମାନେ ହତୋତ୍ସାହ ରହିବେ। ରାଜନୀତିରେ ପ୍ରତିଦ୍ୱନ୍ଦୀ ବୃଦ୍ଧି ପାଇବ। ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିଟ୍

କର୍କଟ:ସମାଜରେ ଉଚ୍ଚ ଆସନରେ ମଣ୍ଡିତ ହେବେ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ବାଣିଜ୍ୟରେ ଉତ୍ତମ ଲାଭ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ସିଂହ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଧନସମ୍ମାନ ଯୋଗ ରହିଛି। ଚାକିରିରେ ପଦୋନ୍ନତି ହୋଇପାରେ। ଶିଳ୍ପ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

କନ୍ୟା:ଯୋଜନା କରି ସଫଳ ହେବେ। ସାଂସାରିକ ଶୃଙ୍ଖଳିତ ରହିବେ। ମହିଳାମାନେ ଆଦର୍ଶ ପରାୟଣା ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା:ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ। ମହିଳାମାନେ ହତୋତ୍ସାହ ରହିବେ। ଚାକିରିରେ ଅପଦସ୍ତ ହୋଇପାରନ୍ତି। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ବିଛା:କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ବ୍ୟସ୍ତ ବିବ୍ରତ ରହିବେ।ରାଜନୀତିରେ ଉତ୍ତେଜନା ପରିସ୍ଥିତି ରହିବ। ବାଣିଜ୍ୟରେ ମଧ୍ୟମ ଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:ଆପ୍ରାଣ ଉଦ୍ୟମ କରି ସୁଫଳ ପାଇବେ। ଚାକିରିରେ ନିଷ୍ଠା ରହିବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ସଞ୍ଚୟ ହେବ।

ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:କର୍ମକ୍ଷେତ୍ରରେ ସମ୍ମାନ ପାଇବେ। ସାଂସାରିକ ସନ୍ତାନସନ୍ତତିଙ୍କୁ ନେଇ ଗୌରବାନ୍ବିତ ହେବେ। ଚାକିରିରେ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଶୁଭଫଳ ପାଇବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିଟ୍

କୁମ୍ଭ:ହେଉଥିବା କାର୍ଯ୍ୟ ଅଳ୍ପକେ ସ୍ଥଗିତ ରହିପାରେ। ସାଂସାରିକ ବନ୍ଧୁବାନ୍ଧବଙ୍କ ସଙ୍ଗେ ମନାନ୍ତର ରହିପାରେ। ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:ସମାଜରେ ପ୍ରତିଷ୍ଠିତ ହେବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆଜ୍ଞାଧୀନ ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

ବୁଧବାର ରାଶିଫଳ ( ୧୨-୦୫-୨୦୨୧ )
ମେଷ:ଦିନଟିରେ ସଫଳତା ଲାଭ କରିବେ। ଆୟ ବୃଦ୍ଧି ହେବ। ମହିଳାମାନେ ଚଳଚଞ୍ଚଳ ରହିବେ। ଚାକିରିରେ ଧନସମ୍ମାନ ମିଳିବ। ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

ବୃଷ:କର୍ମକ୍ଷେତ୍ରରେ ସହଯୋଗ ମିଳିବ। ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଆଶା ମୁତାବକ ଫଳ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମିଥୁନ:କାର୍ଯ୍ୟ ବିଳମ୍ବ ଓ ଅଧୈର୍ଯ୍ୟ ଦେଖାଦେବ। ଚାକିରିରେ ଚାପ ରହିବ। ରାଜନୀତିରେ ସମସ୍ୟା ରହିବ। ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କର୍କଟ:ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ମହିଳାମାନେ ନୂତନ ଦାୟିତ୍ୱ ନେଇ ସଫଳ ହେବେ। ରାଜନୀତିରେ ପ୍ରସିଦ୍ଧି ବଢିବ। ବାଣିଜ୍ୟରେ ଶୁଭ ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ସିଂହ:ଆର୍ଥିକ ସମୃଦ୍ଧି ପ୍ରାପ୍ତି ହେବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ପ୍ରଭାବଶାଳୀ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଆୟ ଦ୍ବିଗୁଣିତ ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କନ୍ୟା:ଉଦ୍‌ଯୋଗ କରି ସଫଳ ହେବେ। ଧର୍ମାଦି କାର୍ଯ୍ୟରେ ମନ ରହିବ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟରେ ସଫଳତା ମିଳିବ।

ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ତୁଳା:ବିଷମ ପରିସ୍ଥିତି ଦେଇ ଗତି କରିବେ। ସାଂସାରିକ ଅର୍ଥହାନି ଓ ଋଣ ପ୍ରଭାବିତ ହୋଇପାରନ୍ତି।ମହିଳାମାନେ ଅପଯଶ ପାଇବେ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ବିଛା:କର୍ମକ୍ଷେତ୍ରରେ ସୁନାମ ପାଇବେ। ଦାମ୍ପତ୍ୟ ସୁଖଶାନ୍ତି ପ୍ରାପ୍ତି ହେବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ଆୟବୃଦ୍ଧି ହେବ।

ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ଧନୁ:ଅଟକି ରହିଥିବା କାର୍ଯ୍ୟ ସମାପ୍ତ ହେବ। ଆର୍ଥିକ ସ୍ବଚ୍ଛଳତା ରହିବ। ମହିଳାମାନେ କର୍ମତତ୍ପର ରହିବେ। ବାଣିଜ୍ୟରେ ଲାଭ ମିଳିବ।

ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:ବନ୍ଧୁ ସହଯୋଗ ପାଇ ଆଗେଇବେ। ହଠାତ୍‌ ଅର୍ଥପ୍ରାପ୍ତି ହୋଇପାରେ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ପ୍ରସାର ହେବ।

ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ

କୁମ୍ଭ:ପରିଶ୍ରମ ମୁତାବକ ଫଳ ପାଇବେ ନାହିଁ। ପଡୋଶୀଙ୍କ ସହ ମନାନ୍ତର ରହିପାରେ। ଚାକିରିରେ ସ୍ଥାନାନ୍ତର ହୋଇପାରେ। ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମୀନ:ଉଚ୍ଚ ଆଶା ପୂରଣ ହେବ। ସାଂସାରିକ ସୁଖସମୃଦ୍ଧି ପ୍ରାପ୍ତି ହେବ। ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଆଶାତୀତ ଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି

ସୋମବାର ରାଶିଫଳ ( ୨୨-୦୨-୨୦୨୧ )
ମେଷ:ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ ପରିଶ୍ରମର ଫଳ ମିଳିବ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ଉନ୍ନତି ହେବ। ବିଦ୍ୟାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି

ବୃଷ: କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହେବ। ମହିଳାମାନେ ଚଳଚଞ୍ଚଳ ରହିବେ। ଚାକିରିରେ ସୁଚାରୁରୂପେ କାର୍ଯ୍ୟ ତୁଲାଇବେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ଆକାଶୀ

ମିଥୁନ:ଚନ୍ଦ୍ରଙ୍କ ସ୍ବ-ପାରଗମନ ହେତୁ ସମାଜରେ ସୁନାମ ପାଇବେ। ପ୍ରଶାସନିକ ସକ୍ରିୟ ରହିବେ। କଳା,ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କର୍କଟ:କର୍ମକ୍ଷେତ୍ରରେ ମନ୍ଥରତା ରହିବ। ପଡୋଶୀଙ୍କ ସହ ମନାନ୍ତର ହୋଇପାରେ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ସିଂହ:ପ୍ରତିଟି କାର୍ଯ୍ୟରେ ସୁଫଳ ପାଇବେ। ରାଜନୀତିରେ ନେତୃତ୍ବ ନେଇ ସଫଳ ହେବେ। ପରିବହନ ଓ ବାଣିଜ୍ୟ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

କନ୍ୟା:ଦଶମସ୍ଥ ଘାତଚନ୍ଦ୍ର କାରଣରୁ କିଛିଟା ଚିନ୍ତା ଭିତରେ ଆଗେଇ ଚାଲିବେ। ଚାକିରିରେ ବ୍ୟସ୍ତବିବ୍ରତ ରହିବେ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ତୁଳା:କର୍ମକ୍ଷେତ୍ରରେ ଶୃଙ୍ଖଳିତ ରହିବେ। ସାଂସାରିକ ସଂସ୍କାର ବୃଦ୍ଧି ପାଇବ। ଚାକିରିରେ ସମ୍ମାନ ପାଇବେ। ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା:କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ରାଜନୀତିରେ ସମସ୍ୟା ଘେରରେ ରହିବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

ଧନୁ: ଦାମ୍ପତ୍ୟରେ ଉତ୍ତମ ବୁଝାମଣା ରହିବ। ରାଜନୀତିରେ ପ୍ରଶଂସିତ ହେବେ। ଶିଳ୍ପ ଓ ବାଣିଜ୍ୟ ମନମୁତାବକ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର: ପରିଶ୍ରମ କରି ସଫଳ ହେବେ। ରାଜନୀତିରେ ଜନହିତକର କାର୍ଯ୍ୟ କରିବେ। ପରିବହନ ଓ ବାଣିଜ୍ୟ ଲାଭଜନକ ରହିବ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ

କୁମ୍ଭ:କର୍ମକ୍ଷେତ୍ରରେ ସହଯୋଗ ମିଳିବ। ଗୁରୁଜନମାନଙ୍କ ସେବାରେ ମନ ରହିବ। ଜନସେବାରେ ବ୍ରତୀ ହେବେ। ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍

ମୀନ: ଅନିଶ୍ଚିତତା ଭିତରେ ଗତି କରିବେ। ଅଭାବ ଅନଟନ ରହିପାରେ। ରାଜନୀତିରେ ପ୍ରତିକୂଳ ସ୍ଥିତି ରହିବ। ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା

ଶୁକ୍ରବାର ରାଶିଫଳ (୧୯-୨-୨୦୨୧)
ମେଷ:କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ। ଆର୍ଥିକ ଉନ୍ନତି ହେବ। ବନ୍ଧୁମିଳନ ଯୋଗ ରହିଛି। ମହିଳାମାନେ ଭକ୍ତି ପରାୟଣା ହେବେ। ବାଣିଜ୍ୟରେ ଲାଭ ଦ୍ବିଗୁଣିତ ରହିବ।

ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବୃଷ:ଶ୍ରୀ ଚନ୍ଦ୍ର କାରଣରୁ ପ୍ରାଚୁର୍ଯ୍ୟତା ଭିତରେ ସମୟ କଟିବ। ଚାକିରିରେ ଉତ୍ସାହିତ ରହିବେ। ଶିଳ୍ପ ଓ ବାଣିଜ୍ୟରେ ମନମୁତାବକ ହେବ।

ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମିଥୁନ:ଦିନଟି ପ୍ରତାରଣା ପାଇପାରନ୍ତି। ଆର୍ଥିକ ଚାପ ରହିବ। ରାଜନୀତିରେ ଅସହଯୋଗ ଦେଖା ଦେବ। ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ।

ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କର୍କଟ:କର୍ମକ୍ଷେତ୍ରରେ ପ୍ରସିଦ୍ଧି ବଢିବ। ସାଂସାରିକ ଧନସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ଧନସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ସମୃଦ୍ଧି ହେବ।

ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍

ସିଂହ:ଦଶମସ୍ଥ ଚନ୍ଦ୍ରଙ୍କ କାରଣରୁ ଉଚ୍ଚ ଆଶା ସଫଳ ହେବ। ମହିଳାମାନେ ଆଦରଣୀୟ ହେବେ। ଶିଳ୍ପ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ।

ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍

କନ୍ୟା:କର୍ମକ୍ଷେତ୍ରରେ ସମ୍ମାନପ୍ରାପ୍ତି ହେବ। ଚାକିରିରେ ନିଷ୍ଠାପର ରହିବେ। ପ୍ରଶାସନିକ ମାନମର୍ଯ୍ୟାଦା ବୃଦ୍ଧି ହେବ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ।

ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ତୁଳା:ହେଉଥିବା କାର୍ଯ୍ୟ ବିଗିଡିଯାଇପାରେ। ମହିଳାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ରହିପାରେ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ହାନି ହୋଇପାରେ।

ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ବିଛା:ଦିନଟି କିଛିଟା ଉତ୍ତେଜନା ଭିତରେ ସଫଳତା ପାଇବେ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଲାଭ ମିଳିବ।

ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ଧନୁ:କର୍ମକ୍ଷେତ୍ରରେ ନେତୃତ୍ବ ନେଇ ସଫଳ ହେବେ। ଚାକିରିରେ ସମ୍ମାନ ବୃଦ୍ଧି ହେବ। କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ।

ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:କୌଣସି ନୂତନ ଯୋଜନା କାର୍ଯ୍ୟକାରୀ ହେବ। ସାଂସାରିକ ଗୁରୁଜନମାନଙ୍କ ସହଯୋଗ ପାଇବେ। ବାଣିଜ୍ୟରେ ଲାଭଜନକ ହେବ।

ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

କୁମ୍ଭ:ଦିନଟି ସମସ୍ୟାକୁ ନେଇ ବିଚଳିତ ରହିବେ। ଚାକିରିରେ କାର୍ଯ୍ୟ ଭାର ରହିବ। ରାଜନୀତିରେ ବିରୋଧି ବଢିବେ। ବାଣିଜ୍ୟରେ ମନ୍ଥର ରହିବ।

ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

ମୀନ:ସମାଜରେ ସୁନାମ ପାଇବେ। ଦାମ୍ପତ୍ୟ ସୁଖମୟ ରହିବ। ରାଜନୀତିରେ ପ୍ରତିଷ୍ଠିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ଉଚ୍ଚ ସଫଳତା ମିଳିବ।

ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ବୁଧବାର ରାଶିଫଳ (୧୭-୦୨-୨୦୨୧)
ମେଷ:ଅସ୍ଥିରତା ଭିତରେ ବି କାର୍ଯ୍ୟ ହାସଲ ହେବ। ସାଂସାରିକ ଚଳଚଞ୍ଚଳ ରହିବେ। ମହିଳାମାନେ ଗୃହସଜ୍ଜାରେ ବ୍ୟସ୍ତ ରହିବେ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ।

ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ବୃଷ: ଅବହେଳା ଭିତରେ କାର୍ଯ୍ୟ କରିବେ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ କ୍ଳାନ୍ତ ରହିବେ। ଶିଳ୍ପ ଓ ବାଣିଜ୍ୟ ମାନ୍ଦା ରହିବ।

ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ମିଥୁନ:ଏକାଦଶସ୍ଥ ଚନ୍ଦ୍ରଙ୍କ ହେତୁ ଉଚ୍ଚ ଆଶା ପୂରଣ ହେବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଚାକିରିରେ ଦାୟିତ୍ୱବୋଧ ରହିବ। ବାଣିଜ୍ୟରେ ଉନ୍ନତି ହେବ।

ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କର୍କଟ:କର୍ମକ୍ଷେତ୍ରରେ କାର୍ଯ୍ୟସିଦ୍ଧି ସହ ମାନସମ୍ମାନ ପ୍ରାପ୍ତି ହେବ। ଚାକିରିରେ ପଦୋନ୍ନତି ହେବ। ବାଣିଜ୍ୟରେ ସମୃଦ୍ଧି ହେବ। ବିଦ୍ୟାର୍ଥୀ ସଫଳ ହେବେ।

ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି

ସିଂହ: ମହିଳାମାନେ ଧର୍ମପରାୟଣା ହେବେ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟରେ ଲାଭାନ୍ବିତ ହେବେ।

ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

କନ୍ୟା:ସମସ୍ୟା ଘେରରେ ରହିବେ। ରାଜନୀତିରେ ବିଷମ ପରିସ୍ଥିତି ରହିବ। ମହିଳାମାନେ ସ୍ବାସ୍ଥ୍ୟ ସମସ୍ୟାରେ ରହିପାରନ୍ତି। ବାଣିଜ୍ୟରେ କ୍ଷତି ହେବ।

ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ତୁଳା:ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ କରିବେ। ସାଂସାରିକ ସୁଖ ସମ୍ମାନ ପାଇବେ। ରାଜନୀତିରେ ନେତୃତ୍ବ ବୃଦ୍ଧି ହେବ। ବାଣିଜ୍ୟରେ ଶୁଭଫଳଦାୟକ ରହିବ।

ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ବିଛା:କର୍ମକ୍ଷେତ୍ରରେ ବ୍ୟସ୍ତତା ଭିତରେ କଟିବ। ଚାକିରିରେ ଦାୟିତ୍ୱ ତୁଲାଇ ଆଶ୍ବସ୍ତି ହେବେ। ପ୍ରଶାସନିକ ସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ସଞ୍ଚୟ ହେବ।

ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା

ଧନୁ: ଶୃଙ୍ଖଳିତ ଧାରାରେ କର୍ମ କରି ସଫଳ ହେବେ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ସୁଖମୟ ହେବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ସଫଳ ହେବେ।

ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ମକର:କର୍ମକ୍ଷେତ୍ରରେ ଶତ୍ରୁତା ବୃଦ୍ଧି ହେବ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ଚାକିରିରେ ଅବହେଳା ରହିବ।

ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍

କୁମ୍ଭ:ଦିନଟି ସବୁରି କ୍ଷେତ୍ରରେ ସୁଫଳ ପାଇବେ। ରାଜନୀତିରେ ପ୍ରସିଦ୍ଧି ବଢିବ। ମହିଳାମାନେ ନୂତନ କର୍ମରେ ଯୋଗ ଦେଇପାରନ୍ତି। ବାଣିଜ୍ୟରେ ଶୁଭ ହେବ।

ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:ଦିନଟି ଭଲରେ କଟିବ। ଅର୍ଥପ୍ରାପ୍ତି ହେବ। ଚାକିରିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ଅଗ୍ରଗତି ହେବ। ବିଦ୍ୟାର୍ଥୀ ଉତ୍ସାହିତ ରହିବେ।

ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ