sunday rasiphala - The Sakala
ରବିବାର ରାଶିଫଳ ( ୧୯- ୧୦ - ୨୦୨୫ )
ମେଷ: ଅଟକି ଥିବା କାର୍ଯ୍ୟ ପୂରଣ କରିବେ। ଆପଣଙ୍କ ପାଇଁ ସମୟ ବହୁତ ଭଲ। ନୂତନ ବନ୍ଧୁଙ୍କ ସହ ସାକ୍ଷାତ ହେବ। ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ଦାନଧର୍ମରେ ସମୟ ଅତିବାହିତ ହେବ।
ବୃଷ: କାର୍ଯ୍ୟକ୍ଷେତ୍ରରେ ଉଚ୍ଚପଦସ୍ଥଙ୍କଠାରୁ ପ୍ରଶଂସିତ ହେବେ। ଧାର୍ମିକ କାର୍ଯ୍ୟରେ ସମୟ ବିତାଇବେ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚିନ୍ତିତ ରହିପାରନ୍ତି। ଉଧାର ଟଙ୍କା ଫେରି ପାଇବେ।
ମିଥୁନ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ମାମଲାରେ ସାବଧାନ ରହିବେ। କଥା କହିବା ସମୟରେ ସଂଯମତା ରକ୍ଷା କରନ୍ତୁ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ।
କର୍କଟ: ସାହିତ୍ୟ ସମାବେଶରେ ପ୍ରଶଂସିତ ହୋଇପାରନ୍ତି। ସମୟର ସଦୁପଯୋଗ କରନ୍ତୁ। ପାରିବାରିକ କଳହ ଦେଖା ଦେବ। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ ।
ସିଂହ: ଆୟ ବ୍ୟୟ ସମାନ ହେବ। ଅକସ୍ମାତ୍‌ ଧନ ଲାଭ ଯୋଗ ରହିଛି। ନିର୍ଦ୍ଧାରିତ ଯୋଜନା ମୁତାବକ କାମ ହେବ। ବିଦ୍ୟାର୍ଥୀମାନେ ପଢ଼ାମନସ୍କ ହେବେ। ନିବେଶରୁ ଲାଭ ମିଳିବ।
କନ୍ୟା: କାର୍ଯ୍ୟକ୍ଷେତ୍ରରେ ନିଜ ଟାର୍ଗେଟ୍‌କୁ ପୂରା କରନ୍ତୁ। ନୂତନ ଯାନବାହନ କ୍ରୟ କରିପାରନ୍ତି। ଅଯଥାରେ କାହା ସହିତ ଯୁକ୍ତିତର୍କ କରନ୍ତୁନି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।
ତୁଳା: ଆଜିର ଦିନଟି ଆପଣଙ୍କ ପାଇଁ ବହୁତ ଭଲ। ଉତ୍ତମ ବୁଦ୍ଧିରେ କାର୍ଯ୍ୟ ପୂରା କରିବେ। ପ୍ରତିକୂଳ ପରିସ୍ଥିତିରେ ଭାଙ୍ଗି ପଡ଼ନ୍ତୁନି। ସକାରାତ୍ମକ ଚିନ୍ତାଧାରାରେ ଆଗକୁ ବଢ଼ନ୍ତୁ।
ବିଛା: ଅଟକି ଥିବା ଦିଗରୁ ଧନ ମିଳିପାରେ। ଆୟ ଅନୁସାରେ ବ୍ୟୟ ଅଧିକ ହେବ। ପରିବାରର ଚାପ ଆପଣଙ୍କ ଉପରେ ଅଧÒକ ରହିବ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ମିଳିବ। ବିଦ୍ୟାର୍ଥୀ କୃତକାର୍ଯ୍ୟ ହେବେ।
ଧନୁ: ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ କଠିନ ପରିଶ୍ରମ କରିବେ। କର୍ମକ୍ଷେତ୍ରରେ ବଡ଼ ଦାୟିତ୍ବ ପାଇପାରନ୍ତି। ଦୂରସ୍ଥାନ ଯାତ୍ରା କରିପାରନ୍ତି। ରାଜନେତାଙ୍କ ପାଇଁ ଦିନଟି ଭଲ।
ମକର: ସରକାରୀ ଚାକିରିଆଙ୍କ ପାଇଁ ଆଜିର ଦିନଟି ବହୁତ ଭଲ। ବନ୍ଧୁଙ୍କ ସହିତ ମନୋରଞ୍ଜନ କରିବେ। ପିଲାମାନେ ପଢ଼ା ପ୍ରତି ଅଧିକ ଧ୍ୟାନ ଦେବେ । ଦିନଟି ବେଶ୍‌ ହସଖୁସିରେ ବିତିବ।
କୁମ୍ଭ: ଅଚାନକ ଆପଣଙ୍କ ମନ ଭିତରେ ପରିବର୍ତ୍ତନ ଆସିବ। ଆର୍ଥିକ ସମସ୍ୟା ରହିବନି। ଅନ୍ୟକୁ ଉଧାର ଦେଇ ଠକି ପାରନ୍ତି। ଆୟ ଅନୁସାରେ ଅଧିକ ବ୍ୟୟ ହେବ। ଭଗବାନଙ୍କ ପୂଜାର୍ଚ୍ଚନା କରନ୍ତୁ।
ମୀନ: ପାରିବାରିକ ମତଭେଦ ଦେଖା ଦେଇପାରେ । ଅନ୍ୟକୁ ଅଧିକ ବିଶ୍ବାସ କରନ୍ତୁ ନାହିଁ। ମହିଳାମାନେ ଅଯଥା ଖର୍ଚ୍ଚ କରିବେ। ପଡ଼ୋଶୀଙ୍କ ସହ ମନୋମାଳିନ୍ୟ ହୋଇପାରେ।
ରବିବାର ରାଶିଫଳ ( ୧୨ - ୧୦ - ୨୦୨୫ )
ମେଷ: ଶିକ୍ଷା କ୍ଷେତ୍ରରେ ସଫଳତା ପ୍ରାପ୍ତ ହେବ। ଚାକିରିରେ ପରିବର୍ତ୍ତନ ହେବ। ରାଜନୀତିରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଦେଖା ଦେବ। ସନ୍ତାନଙ୍କ ଭବିଷ୍ୟତ ଲାଗି ବାପାମାଆ ଅର୍ଥ ନିବେଶ କରିବେ।
ବୃଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବ୍ୟବସାୟ ଆଗକୁ ବଢ଼ାଇବାକୁ ପ୍ରୟାସ କରିବେ। ପରିବାର ସଦସ୍ୟଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ। ସୃଜାନାତ୍ମକ କ୍ଷେତ୍ରରେ ସଫଳତା ହାସଲ କରିବେ।
ମିଥୁନ: ଚାକିରିରେ ପଦୋନ୍ନତି ସମ୍ଭାବନା ଅଛି। ସ୍ବାସ୍ଥ୍ୟରେ ସୁଧାର ଆସିବ। ଅଧିକ ପରିଶ୍ରମ କରିବେ। ପାରିବାରିକ ଜୀବନ ସୁଖମୟ ହେବ। ବାଦବିବାଦରୁ ଦୂରେଇ ରହିବେ। ଖର୍ଚ୍ଚରେ ନିୟନ୍ତ୍ରଣ ରକ୍ଷା କରିବେ।
କର୍କଟ: ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ଉଧାର ଧନ ଫେରିପାଇବେ। ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଯିବେ। ମାନସିକ ଶାନ୍ତି ପାଇଁ ଧାର୍ମିକ କାର୍ଯ୍ୟରେ ସମୟ ଅତିବାହିତ କରିବେ।
ସିଂହ: ନିବେଶରୁ ଲାଭ ପାଇବେ। କାର୍ଯ୍ୟରେ ସଫଳତା ମିଳିବ। ବ୍ୟବହାରରେ ସଂଯମତା ରକ୍ଷା କରିବେ। ତରିବରିଆ ଭାବେ କୌଣସି ନିଷ୍ପତ୍ତି ନେବେ ନାହିଁ। ଶିକ୍ଷା କ୍ଷେତ୍ରରେ ସମ୍ମାନ ମିଳିବ।
କନ୍ୟା: ନୂଆ ରଣନୀତିରେ କାରବାରକୁ ଆଗକୁ ନେବେ। ଘର ସାଜସଜ୍ଜାରେ ଅଧିକ ଖର୍ଚ୍ଚାନ୍ତ ହେବେ। ଭାଇ, ଭଉଣୀଙ୍କ ସହ ସୁଖଦୁଃଖ ବାଣ୍ଟିବେ। ଚାକିରିରେ ସହକର୍ମୀଙ୍କ ସହଯୋଗ ମିଳିବ।
ତୁଳା: ସରକାରୀ କ୍ଷେତ୍ରରେ ଲାଭ ମିଳିବ। ଧାର କରଜ କରିବାରୁ ରକ୍ଷା ପାଇବେ। ଭବିଷ୍ୟତ ପାଇଁ ବଡ଼ ନିଷ୍ପତ୍ତି ନେବେ। ଅଫିସ୍‌ରେ ପଦୋନ୍ନତି ସମ୍ଭାବନା ଅଛି। ଛାତ୍ରଛାତ୍ରୀ ଖେଳକୁଦରେ ସମୟ ଅତିବାହିତ କରିବେ।
ବିଛା: ଘରେ ମାଙ୍ଗଳିକ କାର୍ଯ୍ୟ ଆୟୋଜନ କରିବେ। ସମୟ ପୂର୍ବରୁ ସମସ୍ତ କାର୍ଯ୍ୟ ପୂରା କରିବେ। ଇଚ୍ଛା ପୂରଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ ବିତିବ। ବନ୍ଧୁଙ୍କ ସହ ବୁଲିବାକୁ ଯିବେ।
ଧନୁ: ଧାର୍ମିକ ସ୍ଥାନକୁ ଯାତ୍ରାଯୋଗ ଅଛି। ବ୍ୟବସାୟ ଜନିତ ସମସ୍ୟା ସମାଧାନ ହେବ। ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହେବେ। ଆର୍ଥିକ ଉନ୍ନତିକୁ ନେଇ ପ୍ରସନ୍ନ ରହିବେ। ନୂଆ ଲୋକଙ୍କ ସଂସ୍ପର୍ଶରେ ଆସିବେ।
ମକର: ନାଚ, ଗୀତରେ ସଫଳତା ମିଳିବ। ଛାତ୍ରଛାତ୍ରୀ ପଢ଼ା ପ୍ରତି ଆଗ୍ରହ ପ୍ରକାଶ କରିବେ। ବିଦେଶ ଯାତ୍ରା ଯୋଗ ଅଛି। ଭଉଣୀଙ୍କ ସ୍ବାସ୍ଥ୍ୟରେ ସୁଧାର ଆସିବ। ଦାମ୍ପତ୍ୟ ଜୀବନରେ ସମସ୍ୟା ଦେଖା ଦେବ।
କୁମ୍ଭ: ପ୍ରେମିକ ପ୍ରେମିକାଙ୍କ ଲାଗି ଦିନଟି ଭଲ। ଘର ପାଇଁ ନୂଆ ଜିନିଷ କିଣିବେ। ସନ୍ତାନଙ୍କ ସହ ସମୟ ଅତିବାହିତ କରିବେ। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମିଳିବ। ଛାତ୍ରଛାତ୍ରୀ ପରୀକ୍ଷାରେ କୃତକାର୍ଯ୍ୟ ହେବେ।
ମୀନ: ବ୍ୟସ୍ତତା ଭିତରେ ନିଜ ପାଇଁ ସମୟ ବାହାର କରିବେ। ଧାର୍ମିକ କାର୍ଯ୍ୟରେ ନିୟୋଜିତ ହେବେ। ଶିକ୍ଷାରେ ସଫଳତା ମିଳିବ। ପୈତୃକ ସମ୍ପତ୍ତି ବିବାଦର ସମାଧାନ ହେବ। ବ୍ୟବସାୟରେ ପରିବର୍ତ୍ତନ ଆଣିବେ।
ମେଷ: ବ୍ୟସ୍ତ ବିବ୍ରତ ଭିତରେ ଆଗେଇ ଚାଲିବେ। ହଠାତ୍ ଦୂରଯାତ୍ରା କରିପାରନ୍ତି। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥା ସଫଳତା ପାଇବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା।
ବୃଷ: ବ୍ୟୟ ବହୁଳତା କାରଣରୁ ଅଭାବ ଦେଖାଦେବ। ଚାକିରିରେ ଚାପ ରହିବ। ମହିଳାମାନେ ବିରକ୍ତିମନା ହେବେ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ- ଆକାଶୀ।
ମିଥୁନ : ଆର୍ଥିକ ସ୍ତରରେ ପରିବର୍ତ୍ତନ ଆସିବ। ଉଭୟ ପ୍ରେମ ଓ ଦାମ୍ପତ୍ୟ ମଧୁର ସମ୍ପର୍କ ରହିବ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ଅଧ୍ୟୟନ ପ୍ରିୟ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- କ୍ରିମ୍।
କର୍କଟ: ଚତୁରତା ସହ କାର୍ଯ୍ୟ ହାସଲ କରିବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍।
ସିଂହ : କୌଣସି ସାଂସ୍କୃତିକ ପରିବେଶରେ ଯୋଗଦାନ କରିପାରନ୍ତି। ମହିଳାମାନେ ରକ୍ଷଣଶୀଳା ହେବେ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ।
କନ୍ୟା: କାର୍ଯ୍ୟହାନି ଓ ମନସ୍ତାପ ଦେଖାଦେବ। ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ଚାକିରିରେ ଅଭିଯୋଗ ଆସିପାରେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି। ଶୁଭ ଅଙ୍କ-୬,ଶୁଭ ରଙ୍ଗ- ସିଲଭର୍।
ତୁଳା: ନୂତନ କାର୍ଯ୍ୟାରମ୍ଭ କରିପାରନ୍ତି। ବନ୍ଧୁ ବାନ୍ଧବଙ୍କର ସହଯୋଗ ମିଳିବ। ରାଜନୀତିରେ ସମ୍ମାନିତ ହେବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶିକ୍ଷାର୍ଥୀ ଯଶ ପାଇବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।
ବିଛା : ବିଭିନ୍ନ ଉପାୟରେ ଉପାର୍ଜନ କରିବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ମହିଳାମାନେ ରକ୍ଷଣଶୀଳା ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶିକ୍ଷାର୍ଥୀ ସଫଳତା ପାଇବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ।
ଧନୁ : ଦିନଟି ଚଳଚଞ୍ଚଳ ରହିବେ। ପ୍ରଶାସନିକ ରାଜନୀତିରେ ସୁନାମ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଲୋକପ୍ରିୟ ହେବେ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ-ନୀଳ।
ମକର : କୌଣସି କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ବ୍ୟସ୍ତ ବିବ୍ରତ ରହିବେ। ରାଜନୀତିରେ ସମସ୍ୟା ରହିବ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ- ୮,ଶୁଭ ରଙ୍ଗ- କଳା।
କୁମ୍ଭ: ଉଚ୍ଚ ଆଶା ସଫଳ ହେବ। କୌଣସି ବିଷୟବସ୍ତୁକୁ ନେଇ ଚିନ୍ତାରେ ରହିବେ। ରାଜନୀତିରେ ପ୍ରସିଦ୍ଧି ପାଇବେ। ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।
ମୀନ: କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ସହଯୋଗ ପାଇବେ। ମହିଳାମନେ ଆତ୍ମନିର୍ଭରଶୀଳ ହେବେ। ପରିବହନ ଓ ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ପ୍ରସନ୍ନ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲ୍ଡେନ୍।
ରବିବାର ରାଶିଫଳ ( ୦୭-୧୧ -୨୦୨୧ )
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ବ୍ୟସ୍ତବହୁଳ ରହିବ।  ଦୀର୍ଘ ଦିନର କାର୍ଯ୍ୟ ସମାପ୍ତ କରିବାରେ ବ୍ୟସ୍ତ ରହିବେ। ନିଜ ସ୍ୱାସ୍ଥ୍ୟର ଯତ୍ନ ନେବାକୁ ପଡ଼ିବ । କାରଣ ଆଜି ଆପଣଙ୍କର କିଛି ଶାରୀରିକ ଯନ୍ତ୍ରଣା ହୋଇପାରେ, ଏହି କାରଣରୁ ଆପଣ ଅସୁବିଧାରେ ପଡ଼ିବେ। ଯଦି  ଆଜି କୌଣସି ସ୍ଥାନରେ ବିନିଯୋଗ କର, ଭବିଷ୍ୟତରେ ତୁମେ ଏହାକୁ ଦ୍ୱିଗୁଣିତ କରିବାରେ ସକ୍ଷମ ହେବ।
ବୃଷ:  ଆର୍ଥିକ ଦୃଷ୍ଟିକୋଣରୁ ଆଜି ଆପଣଙ୍କ ପାଇଁ  ଦିନଟି ଭଲ ରହିଛି।  ଯେଉଁମାନେ ଜୀବିକା କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି, ସେମାନେ ନିଶ୍ଚିତ ଭାବରେ ସଫଳତା ପାଇବେ। ଆଜି ଆପଣ କିଛି ନୂତନ ଲୋକଙ୍କ ସହିତ ସମ୍ପର୍କ ସ୍ଥାପନ କରିବେ। ଅଚାନକ ଧନ ପ୍ରାପ୍ତିର ଯୋଗ ରହିଛି। ଚାକିରି ସହିତ ଜଡିତ ଲୋକମାନଙ୍କୁ ସେମାନଙ୍କର ଉପର ଅଧିକାରୀଙ୍କ ଠାରୁ ଲାଭ ଓ ପ୍ରଶଂସା ପାଇବେ।
ମିଥୁନ: ଆଜି ତୁମର ପାରିବାରିକ ଜୀବନ ଖୁସି ରହିବ। ପରିବାରରେ ସୁଖ ଏବଂ ଶାନ୍ତି ବଜାୟ ରଖିବାରେ ସକ୍ଷମ ହେବ। ଆଜି ତୁମେ ତୁମର ବୁଦ୍ଧି ଦ୍ୱାରା ନିଆଯାଇଥିବା ନିଷ୍ପତ୍ତିରେ ନିଶ୍ଚିତ ଭାବରେ ସଫଳତା ପାଇବେ ।
କର୍କଟ: ଆଜି ଦିନଟି ଆପଣଙ୍କୁ କାର୍ଯ୍ଯରେ ସଫଳ ଦେବ । ଛାତ୍ରଛାତ୍ରୀ ମାନେ ଆଜି କୌଣସି ପ୍ରତିଯୋଗିତାରେ ଭାଗ ନେବା ପୂର୍ବରୁ ଚିନ୍ତା କରିବାକୁ ପଡିବ ନାହିଁ। କାରଣ ସେମାନେ ନିଶ୍ଚିତ ଭାବରେ ସଫଳତା ପାଇବେ।  ଆଜି ଆପଣ ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ମଧ୍ୟ ଆଗକୁ ଆସିବେ।  କିଛି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ ହେବା ସହିତ ଆପଣଙ୍କ ମନ ଆଜି ଖୁସି ରହିବ।
ସିଂହ: ଆଜି ବିବାହ ଯୋଗ୍ୟ ଲୋକଙ୍କ ପାଇଁ ଭଲ ସୁଯୋଗ ଆଣିବ।  ଯଦି ସରକାରୀ ଚାକିରି କରୁଥିବା ଲୋକମାନେ କିଛି ଛୋଟ ବ୍ୟବସାୟ କରିବାକୁ ଚିନ୍ତା କରୁଛନ୍ତି, ତେବେ ସେମାନେ ଏଥିପାଇଁ ସମୟ ପାଇପାରିବେ । ବିବାହିତ ଜୀବନ ସୁଖୀ ହେବ। ଆଜି ତୁମର ଜୀବନ ସାଥୀଙ୍କ ଉପରେ ବିଶ୍ୱାସ ଗଭୀର ହେବ, କିନ୍ତୁ ଆଜି ଆପଣଙ୍କ ପିତାଙ୍କ ସ୍ୱାସ୍ଥ୍ୟରେ କିଛି ଖରାପ ହୋଇପାରେ, ଯେଉଁଥିପାଇଁ ଆପଣ ଟିକେ ଚିନ୍ତିତ ରହିବେ।
କନ୍ଯା:  ଆଜି ଆପଣଙ୍କ ପାଇଁ ଦିନଟି ମଧ୍ୟମ ଫଳପ୍ରଦ ରହିଛି। | ଆଜି ପରିବାର ସଦସ୍ୟଙ୍କ ଠାରୁ କିଛି ଭଲ ଖବର ଶୁଣିବାକୁ ମିଳିପାରେ। ଯାହା ଆପଣଙ୍କ ସମ୍ମାନ ବୃଦ୍ଧି କରିବ। ଆଜି ଏକ ପ୍ରେମ ଜୀବନ ବିତାଉଥିବା ଲୋକଙ୍କ ମଧ୍ୟରେ ନୂତନ ଶକ୍ତି ସଂକ୍ରମିତ ହେବ । ଛାତ୍ରମାନେ ଆଜି ସେମାନଙ୍କ ଶିକ୍ଷକମାନଙ୍କ ସହିତ ଅଧିକ ସହଯୋଗ ଆବଶ୍ୟକ କରିବେ।
ତୁଳା: ଆଜି ଆପଣଙ୍କୁ ଅନାବଶ୍ୟକ ଖର୍ଚ୍ଚରୁ ଦୂରେଇ ରହିବାକୁ ପଡିବ।  ଯଦି ଆପଣ ଏହା ନକରନ୍ତି, ତେବେ ଆପଣଙ୍କର ଆର୍ଥିକ ପରିସ୍ଥିତିରେ ଏକ ଗଭୀର ସଙ୍କଟ ହୋଇପାରେ। ଆପଣ ଆଜି ମଧ୍ୟ ନିଜ ଜୀବନ ସାଥୀଙ୍କ ସମର୍ଥନ ପାଇବେ।  ଆଜି କିଛି ନୂଆ ଡିଲ କରିବା ପୂର୍ବରୁ ଭାଇଙ୍କ ପରମର୍ଶ ନିଅନ୍ତୁ।
ବିଛା:  ଆଜି ଆପଣଙ୍କ ପାଇଁ ଦିନଟି ସୁଖ  ସମୃଦ୍ଧର ରହିଛି।  ଯଦି ଆଜି ତୁମେ ତୁମର ଟଙ୍କାକୁ କୌଣସି ଷ୍ଟକ୍ ମାର୍କେଟ୍ କିମ୍ବା ଲଟେରୀରେ ବିନିଯୋଗ କରିବ, ତେବେ ଏହା ନିଶ୍ଚିତ ଭାବରେ ଆପଣଙ୍କୁ ଲାଭ ଦେବ ।  ଯଦି ପ୍ରେମ ଜୀବନରେ କୌଣସି ପ୍ରତିବନ୍ଧକ ଚାଲିଥିଲା, ତେବେ ତାହା ମଧ୍ୟ ଆଜି ଶେଷ ହେବ। ଆଜି ଆପଣ ପିଲାମାନଙ୍କ ପାଖରୁ କିଛି ଖୁସିର ଖବର ଶୁଣିବାକୁ ମିଳିପାରେ।
ଧନୁ: ଆଜି ଆପଣଙ୍କ ପାଇଁ ଉତ୍ସାହରେ ପରିପୂର୍ଣ୍ଣ ଦିନ ହେବାକୁ ଯାଉଛି।  ଆଜି ଆପଣ ଯାହା ବି କରନ୍ତି ସେଥିରେ ଆପଣ ନିଶ୍ଚିତ ଭାବରେ ସଫଳତା ପାଇବେ। ଆଜି ସନ୍ଧ୍ୟାରେ, ଆପଣ ପରିବାର ସଦସ୍ୟଙ୍କଠାରୁ କିଛି ଉପହାର ମିଳିପାରେ।  ଯାହା ଆପଣଙ୍କ ସମ୍ମାନ ବୃଦ୍ଧି କରିପାରିବ। ସାମାଜିକ ଦୃଷ୍ଟିକୋଣରୁ କରାଯାଇଥିବା ପ୍ରୟାସରେ ସଫଳ ହେବେ ।
ମକର:  ଆଜି ଆପଣଙ୍କ ପାଇଁ ଦିନଟି ବହୁତ ଭଲ ରହିଛି।  ଆପଣଙ୍କୁ ଚାକିରିରେ ଜଣେ ମହିଳା ଅଧିକାରୀଙ୍କ ସମର୍ଥନ ପାଇବେ।ଆଜି ପରିବାରରେ ତୁମର ସମ୍ମାନ ଏବଂ ପ୍ରତିଷ୍ଠା ବୃଦ୍ଧି ପାଇବ। ଆଜି ଯଦି ଆପଣ କାହାଠାରୁ ଋଣ ମାଗନ୍ତି, ତେବେ ଆପଣ ଏହାକୁ ସହଜରେ ପାଇବେ।  କିନ୍ତୁ ଆଜି ଆପଣଙ୍କୁ ଅନାବଶ୍ୟକ ଖର୍ଚ୍ଚରୁ ଦୂରେଇ ରହିବାକୁ ପଡିବ।
କୁମ୍ଭ: ଆଜି ଆପଣଙ୍କ ପାଇଁ ଏକ ସାଧାରଣ ଦିନ ହେବାକୁ ଯାଉଛି। ଆଜି ଆସୁଥିବା ଅନେକ କାର୍ଯ୍ୟ ହେତୁ ଆପଣଙ୍କର ଚିନ୍ତା ବୃଦ୍ଧି ପାଇବ। ଆଜି ଆପଣ ନିଜ ମା’ଙ୍କ ସ୍ୱାସ୍ଥ୍ୟ ବିଷୟରେ ଟିକେ ଚିନ୍ତିତ ହୋଇପାରନ୍ତି। ଆଜି ଆପଣ ମଧ୍ୟ ସାମାଜିକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ଏବଂ ଆପଣ ନିଶ୍ଚିତ ଭାବରେ ଏହାର ଲାଭ ଉଠାଇବେ।
ମୀନ: ଆଜି ଆପଣଙ୍କ ପାଇଁ ଏକ ମଧ୍ୟମ ଦିନ ହେବ। ଯେଉଁମାନେ ଜୀବିକା କ୍ଷେତ୍ରରେ ଉଦ୍ୟମ କରୁଛନ୍ତି, ସେମାନେ ନିଶ୍ଚିତ ଭାବରେ ସଫଳତା ମିଳିବ। ଆଜି ସନ୍ଧ୍ୟାରେ, ଆପଣ ବନ୍ଧୁ କିମ୍ବା ପଡ଼ୋଶୀଙ୍କଠାରୁ କିଛି ଟେନସନ ପାଇପାରନ୍ତି । ଯେଉଁଥିପାଇଁ ଆପଣଙ୍କ ମନ ବିଚଳିତ ହେବ, କିନ୍ତୁ ଆଜି ଆପଣ ନିଜ ପିତାଙ୍କ ସାହାଯ୍ୟରେ ଆପଣଙ୍କର ସମସ୍ୟାର ସମାଧାନ ଖୋଜି ପାରିବେ। ଆଜି ଆପଣ ଏପରି କିଛି ସ୍ଥାନରେ ବିନିଯୋଗ କରିବାର ସୁଯୋଗ ପାଇବେ, ଯେଉଁଠାରେ ଆପଣ ମୁକ୍ତ ଭାବରେ ବିନିଯୋଗ କରିବେ |
ରବିବାର ରାଶିଫଳ ( ୨୬-୦୯-୨୦୨୧ )
ମେଷ:ଦିନଟି କର୍ମତତ୍ପର ରହିବେ। ରାଜନୀତିରେ ସକ୍ରିୟ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା
ବୃଷ:ଆର୍ଥିକ ଝମେଲାରେ ଛନ୍ଦି ହୋଇଯିବେ। ରାଜନୀତିରେ ପ୍ରତିଦ୍ବନ୍ଦିତା ରହିବ। ବାଣିଜ୍ୟରେ ଲାଭଜନକ ରହିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-କଳା
ମିଥୁନ:ଦିନଟି ଚିନ୍ତାରେ ରହିବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ପିଙ୍କ୍
କର୍କଟ:ବହୁ ପରିଶ୍ରମ କରି ସୁଫଳ ପାଇବେ। ଚାକିରିରେ ସହଯୋଗ ପାଇବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ପାଇବେ। ଶିକ୍ଷାର୍ଥୀ ଚଞ୍ଚଳ ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍
ସିଂହ:ବିଭିନ୍ନ ଉପାୟରେ ଉପାର୍ଜନ କରିବେ। ପ୍ରଶାସନିକ ଓ ରାଜନୀତିରେ ପ୍ରସିଦ୍ଧି ବଢିବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ସମୃଦ୍ଧି ହେବ। ଶିକ୍ଷାର୍ଥୀ ସୁଫଳ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-କଳା
କନ୍ୟା:କିଛିଟା ଉତ୍ତେଜନା ଭିତରେ ଉନ୍ନତି କରିବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଲାଭ ମିଳିବ।ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-ସବୁଜ
ତୁଳା:କୌଣସି ବିଷୟକୁ ନେଇ ଚିନ୍ତାରେ ରହିବେ। ଚାକିରିରେ ଅବହେଳା ରହିବ। ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଭ୍ରମଣପ୍ରିୟ ହେବେ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍
ବିଛା:କର୍ମକ୍ଷେତ୍ରରେ ଠକାମୀରେ ପଡିପାରନ୍ତି। ରାଜନୀତିରେ ଶତୃମାନେ ପ୍ରଭାବିତ କରିବେ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ତୃଟି କରିପାରନ୍ତି। ଶୁଭ ଅଙ୍କ-୫,ଶୁଭ ରଙ୍ଗ-କମଳା
ଧନୁ:ଦିନଟି ହସଖୁସିର ଆସର ଜମିପାରେ। ଚାକିରିରେ ଧନସମ୍ମାନ ପାଇବେ। ମହିଳାମାନେ ଆତ୍ମନିର୍ଭରଶୀଳ ରହିବେ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଗୋଲାପୀ
ମକର:ଅଟକି ରହିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଚାକିରିରେ ସମ୍ମାନ ପାଇବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ନୀଳ
କୁମ୍ଭ:ଯୋଜନା କରି ଅସଫଳ ହେବେ। ଚାକିରିରେ ଚାପ ରହିବ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଅଧ୍ୟୟନପ୍ରିୟ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ମେଟାଲିକ୍
ମୀନ:ଦିନଟି ଚଳଚଞ୍ଚଳ ରହିବେ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ସଫଳ ହେବେ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ନାଲି
ରବିବାର ରାଶିଫଳ ( ୦୪ -୦୭-୨୦୨୧ )
ମେଷ:କେତେକ କାର୍ଯ୍ୟକୁ ନେଇ ଉତ୍ତେଜନା ଲାଗି ରହିବ। ହଠାତ ଦୂରଯାତ୍ରା କରିପାରନ୍ତି। ଚାକିରି ବ୍ୟସ୍ତତା ଭିତରେ କଟିବ। ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା
ବୃଷ:ଦିନଟିରେ ପରିଶ୍ରମ ଓ ନିଷ୍ଠାର ସହ କାର୍ଯ୍ୟ କରିବେ। ଚାକିରିରେ ସହଯୋଗ ମିଳିବ।ରାଜନୀତିରେ ଚଳଚଞ୍ଚଳ ରହିବେ। ପରିବହନ ଓ ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
ମିଥୁନ:କୌଣସି ବଡ଼ ଧରଣର କାର୍ଯ୍ୟ ତୁଲାଇ ପାରନ୍ତି। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ମହିଳାମାନେ ଆଦର ସମ୍ମାନ ପାଇବେ।ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
କର୍କଟ:ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଚାକିରିରେ ଧନସମ୍ମାନ ପାଇବେ। ରାଜନୀତିରେ ସମ୍ମାନିତ ହେବେ। ବାଣିଜ୍ୟରେ ଆୟବୃଦ୍ଧି ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍
ସିଂହ:ବହୁ ଚେଷ୍ଟା କରି ସାମାନ୍ୟ ଫଳ ପାଇବେ। ମହିଳାମାନେ ଧର୍ମପରାୟଣା ହେବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଚାପ ରହିବ। ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
କନ୍ୟା:କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। ରାଜନୀତିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ହତୋତ୍ସାହ ରହିବେ। ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
ତୁଳା:ଦିନଟି ଉତ୍ସାହଜନକ ରହିବ। ଦେହ ଓ ମନ ଭଲ ରହିବ। ରାଜନୀତିରେ ପ୍ରଶଂସିତ ହେବେ। ପରିବହନ,ଶିଳ୍ପ ଓ ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା
ବିଛା:ଦିନଟି କର୍ମତତ୍ପର ରହିବେ। ଆର୍ଥିକ ସ୍ବଚ୍ଛଳତା ରହିବ। ମହିଳାମାନେ ପରିଶ୍ରମୀ ହେବେ। ଶିଳ୍ପ ଓ ବାଣିଜ୍ୟ ଲାଭଜନକ ରହିବ।
ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍
ଧନୁ:ହେଉଥିବା କାର୍ଯ୍ୟ ଅଳ୍ପକେ ସ୍ଥଗିତ ରହିପାରେ। ଚାକିରିରେ ଅସହଯୋଗ ଦେଖାଦେବ। ସନ୍ତାନସନ୍ତତିମାନେ ଅବାଧ୍ୟ ହେବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
ମକର:ଅନ୍ୟର ସାହାଯ୍ୟ ନେଇ ଆଗେଇବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ଶୁଭ ହେବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
କୁମ୍ଭ:କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ପ୍ରଶାସନିକ ସକ୍ରିୟ ରହିବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
ମୀନ:ଆର୍ଥିକ ବିଷୟକୁ ନେଇ ଅଶାନ୍ତି ଉପୁଜିପାରେ। ଚାକିରିରେ ସମସ୍ୟା ରହିବ। ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ବାଣିଜ୍ୟରେ ବ୍ୟୟ ବହୁଳତା ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍
ରବିବାର ରାଶିଫଳ ( ୬-୦୬-୨୦୨୧ )
ମେଷ:କିଛିଟା ସମସ୍ୟା ଭିତରେ ଆଗେଇ ଚାଲିବେ। ସାଂସାରିକ ଚଳଚଞ୍ଚଳ ରହିବେ। ମହିଳାମାନେ ବିରକ୍ତିମନା ରହିବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି
ବୃଷ:କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି। ମହିଳାମାନେ ପରିଶ୍ରମୀ ହେବେ। ରାଜନୀତିରେ ବ୍ୟସ୍ତତା ଭିତରେ କଟିବ। ବାଣିଜ୍ୟରେ ସ୍ବଳ୍ପ ଆୟ ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
ମିଥୁନ:ଭବିଷ୍ୟତ ଯୋଜନା କାର୍ଯ୍ୟକାରୀ ହେବ। ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ରାଜନୀତିରେ ଉଚ୍ଚସମ୍ମାନ ପାଇବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍
କର୍କଟ:କର୍ମକ୍ଷେତ୍ର ପରିସର ବୃଦ୍ଧି ପାଇବ। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍
ସିଂହ:ପରିଶ୍ରମ ମୁତାବକ ଫଳ ପାଇବେ ନାହିଁ। ଚାକିରିରେ କାର୍ଯ୍ୟବହୁଳ ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟ ମନ୍ଥର ରହିବ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍
କନ୍ୟା:କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ଚାକିରିରେ ଶତ୍ରୁବୃଦ୍ଧି ହେବେ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
ତୁଳା:କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ଉଚ୍ଚପ୍ରଶଂସା ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା
ବିଛା:ଉଦ୍ୟମ କରି ଆଗେଇ ଚାଲିବେ। ଚାକିରିରେ ସହଯୋଗ ମିଳିବ। ମହିଳାମାନେ ସ୍ବାଭିମାନୀ ହେବେ। ବାଣିଜ୍ୟ ଲାଭଜନକ ରହିବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍
ଧନୁ:ସବୁ କାର୍ଯ୍ୟ ବ୍ୟୟବହୁଳ ରହିବ। ଗୁରୁଜନମାନଙ୍କୁ ନେଇ ଚିନ୍ତାରେ ରହିବେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟ ପ୍ରତିକୂଳ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି
ମକର:ଦିନଟି ଚଳଚଞ୍ଚଳ ରହିବେ। ବନ୍ଧୁ ସହଯୋଗ ପାଇବେ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ଶିଳ୍ପ ଓ ବାଣିଜ୍ୟରେ ଶୁଭଫଳ ମିଳିବ।
ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
କୁମ୍ଭ:ଦୃଢ ମନୋବଳ ଓ କାର୍ଯ୍ୟ ସଫଳ ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ମହିଳାମାନେ ଯଶକୀର୍ତ୍ତି ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
ମୀନ:ଆୟ ହ୍ରାସ ପାଇବ। ଦେହ ଓ ମନ ଭଲ ରହିବ ନାହିଁ। ପଡୋଶୀଙ୍କ ସହ ମନାନ୍ତର ରହିବ। ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ପାଇବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ
ରବିବାର ରାଶିଫଳ ( ୨୫- ୪- ୨୦୨୧ )
ମେଷ: ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ମହିଳାମାନେ ପରିଶ୍ରମୀ ହେବେ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍
ବୃଷ:କୌଣସି ବିଷୟକୁ ନେଇ ଉତ୍ତେଜନାରେ ରହିବେ। ଚାକିରିରେ ଅବହେଳା ପାଇଁ ଅପଦସ୍ତ ହୋଇପାରନ୍ତି। ଶିଳ୍ପ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
ମିଥୁନ:କାର୍ଯ୍ୟ ବିଳମ୍ବ ଓ ସମସ୍ୟା ଘେରରେ ରହିବେ। ଚାକିରିରେ ଚାପ ରହିବ। ମହିଳାମାନେ ଆଳସ୍ୟପରାୟଣା ହେବେ। ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
କର୍କଟ:କାର୍ଯ୍ୟ ସିଦ୍ଧି ସହ ମାନସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ରକ୍ଷଣଶୀଳା ହେବେ। ଚାକିରିରେ ନିଷ୍ଠାପର ରହିବେ। ଶିଳ୍ପ ଓ ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍
ସିଂହ: ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ଚାକିରିରେ ଚଳଚଞ୍ଚଳ ରହିବେ। ପ୍ରଶାସନିକ ଦାୟିତ୍ବ ବୋଧ ରହିବ। ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ
କନ୍ୟା:ଦିନଟି ହର୍ଷୋଲ୍ଲାସ ଭିତରେ କଟିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। କଳା,ବିଜ୍ଞାନ ଓ ବାଣିଜ୍ୟରେ ଉତ୍ସାହଜନକ ଫଳ ମିଳିବ।ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
ତୁଳା:ବହୁ ଚେଷ୍ଟା କରି ଅସଫଳ ହେବେ।  ରାଜନୀତିରେ ବିବାଦୀୟ ପରିସ୍ଥିତି ରହିବ। ମହିଳାମାନେ ହତାଦର ହେବେ। ବାଣିଜ୍ୟ ମାନ୍ଦା ରହିବ।ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍
ବିଛା:ସ୍ବପ୍ନ ସାକାର ହେବ। ଧନସମ୍ମାନ ପାଇବେ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଶିଳ୍ପ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍
ଧନୁ: କୌଣସି ବଡ ଧରଣର କାର୍ଯ୍ୟ ତୁଲାଇବେ। ଚାକିରିରେ ସହଯୋଗ ମିଳିବ। ମହିଳାମାନେ ସୁଖୀ ହେବେ। ବାଣିଜ୍ୟରେ ଉନ୍ନତି ହେବ।
ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍
ମକର:ଯୋଜନା କରି ସଫଳ ହେବେ। ସାଂସାରିକ ଧର୍ମକର୍ମରେ ମନ ରହିବେ। ଚାକିରିରେ ସମ୍ମାନ ବଢିବ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
କୁମ୍ଭ:କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ଚାକିରିରେ ସ୍ଥାନଚ୍ୟୁତ ହୋଇପାରେ। ମହିଳାମାନେ ହତୋତ୍ସାହ ରହିବେ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
ମୀନ: ଦିନଟି ସନ୍ତୋଷ ପ୍ରାପ୍ତି ହେବ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ।ଶୁଭ ଅଙ୍କ-୩ ଶୁଭ ରଙ୍ଗ-କ୍ରିମ୍
ରବିବାର ରାଶିଫଳ (୧୮-୦୪-୨୦୨୧)
ମେଷ: ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ ଚତୁରତାର ସହ କାର୍ଯ୍ୟ ହାସଲ କରିବେ। ଚାକିରିରେ ସମ୍ମାନ ପାଇବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ନୂତନତା ଆସିବ।
ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି
ବୃଷ: କୌଣସି ସୂତ୍ରରୁ ଅର୍ଥପ୍ରାପ୍ତିର ଯୋଗ ରହିଛି। ମହିଳାମାନେ କର୍ମତତ୍ପର ରହିବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ।
ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
ମିଥୁନ: ଦିନଟି ସୁଖସନ୍ତୋଷ ଭିତରେ କଟିବ। ମହିଳାମାନେ ଆଦରଣୀୟା ହେବେ। ଚାକିରିରେ ସହଯୋଗ ମିଳିବ। ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ।
ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି
କର୍କଟ: ବହୁ ଚେଷ୍ଟା କରି ସାମାନ୍ୟ ଫଳ ପାଇବେ। ବ୍ୟୟାଧିକ କାରଣରୁ ଚିନ୍ତାରେ ରହିବେ। ମହିଳାମାନେ ବିରକ୍ତିମନା ରହିବେ। ଶିଳ୍ପ ଓ ବାଣିଜ୍ୟରେ ମାନ୍ଦା ରହିବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
ସିଂହ: ଉଚ୍ଚ ଆଶା ପୂର୍ଣ୍ଣ ହେବ। ପ୍ରଶାସନିକ ମାନମର୍ଯ୍ୟଦା ବୃଦ୍ଧି ହେବ। ରାଜନୀତିରେ ପ୍ରଭାବଶାଳୀ ରହିବେ। ଶିଳ୍ପ ଓ ବାଣିଜ୍ୟରେ ପୁଞ୍ଜିନିବେଶ କରି ସଫଳ ହେବେ।
ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍
କନ୍ୟା: କାର୍ଯ୍ୟସିଦ୍ଧି ସହ ମାନମର୍ଯ୍ୟଦା ବୃଦ୍ଧି ପାଇବ। ଚାକିରିରେ ଧନସମ୍ମାନ ପାଇବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ।
ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
ତୁଳା: ଯୋଜନା ଫଳପ୍ରସୂ ହେବ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ମହିଳାମାନେ ଧର୍ମପରାୟଣା ହେବେ। କଳା,ବିଜ୍ଞାନ ଓ ବାଣିଜ୍ୟରେ ସୁଫଳ ମିଳିବ।
ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
ବିଛା: ଦୁଃସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ ବାଧାବିଘ୍ନ ଦେଇ ଗତି କରିବେ। ମହିଳାମାନେ ଅପଯଶ ପାଇବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ କ୍ଷତି ହୋଇପାରେ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍
ଧନୁ: କର୍ମକ୍ଷେତ୍ର ଉତ୍ସାହଜନକ ରହିବ।ରାଜନୀତିରେ ଧନସମ୍ମାନ ପାଇବେ। ପ୍ରଶାସନିକ ଦାୟିତ୍ବବୋଧ ରହିବ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ।
ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍
ମକର: ଦିନଟି ଶୃଙ୍ଖଳିତ ଧାରାରେ କାର୍ଯ୍ୟ କରି ଆଗେଇ ଚାଲିବେ। ସାଂସାରିକ ସନ୍ତାନସନ୍ତତିମାନେ ଉନ୍ନତି କରିବେ। ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ।
ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
କୁମ୍ଭ: କାର୍ଯ୍ୟ ବିଳମ୍ବ ଓ ସମସ୍ୟା ଘେରରେ ରହିବେ। ଚାକିରିରେ ଅପ୍ରୀତିକର ସ୍ଥିତି ରହିବ। ମହିଳାମାନେ ହତାଦର ହେବେ। ବାଣିଜ୍ୟରେ ସମସ୍ୟା ରହିବ।
ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା
ମୀନ: କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ଚାକିରିରେ ମାନମର୍ଯ୍ୟଦା ହାସଲ କରିବେ। ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ। ଶିଳ୍ପ ଓ ବାଣିଜ୍ୟରେ ଉନ୍ନତି ହେବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
ରବିବାର ରାଶିଫଳ (୧୧-୦୪-୨୦୨୧)
ମେଷ:କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି। ଚାକିରିରେ ଚଳଚଞ୍ଚଳ ରହିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭାନ୍ବିତ ହେବେ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍
ବୃଷ:ଦୀର୍ଘଦିନର କାର୍ଯ୍ୟ ସମାପନ ହେବ। ପ୍ରଶାସନିକ ଓ ରାଜନୀତିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ମହିଳାମାନେ ସୁଖସମ୍ମାନ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ଆୟବୃଦ୍ଧି ଓ ସଞ୍ଚୟ ହେବ।
ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
ମିଥୁନ:ନୂତନ ଯୋଜନା କରି ସଫଳ ହେବେ। ସାଂସାରିକ ସୁଖସମ୍ମାନ ପ୍ରାପ୍ତି ହେବ। ଚାକିରିରେ ସହକର୍ମୀଙ୍କ ସହଯୋଗ ପାଇବେ। କଳା,ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ମିଳିବ।
ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
କର୍କଟ:କାର୍ଯ୍ୟ ମନ୍ଥର ଓ ସମସ୍ୟାକୁ ନେଇ ବିଚଳିତ ରହିବେ। ଚାକିରିରେ ଚାପ ରହିବ। ମହିଳାମାନେ କ୍ଳାନ୍ତ ଅନୁଭବ କରିବେ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିକୂଳ ରହିବ।
ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍
ସିଂହ:ଅଯଥା ଝାମେଲାରେ ବୁଡି ରହିବେ। ଚାକିରିରେ ଅପଦସ୍ତ ହୋଇପାରନ୍ତି। ମହିଳାମାନଙ୍କ ସ୍ବାସ୍ଥ୍ୟ ସମସ୍ୟା ରହିପାରେ। ଶିଳ୍ପ ଓ ବାଣିଜ୍ୟରେ କ୍ଷତି ହୋଇପାରେ।
ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ
କନ୍ୟା:ଦେହ ଓ ମନ ପ୍ରଫୁଲ୍ଲ ରହିବ। ଚାକିରିରେ ଧନସମ୍ମାନ ପ୍ରାପ୍ତି ହେବ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ଶିଳ୍ପ ଓ ବାଣିଜ୍ୟରେ ଉତ୍ସାହଜନକ ରହିବ।
ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
ତୁଳା:ଦୃଢମନୋବଳ ଓ ସଫଳତା ପାଇବେ। ମହିଳାମାନେ ପରିଶ୍ରମୀ ହେବେ। ଚାକିରିରେ ନିଷ୍ଠାପର ରହିବେ। କଳା,ବିଜ୍ଞାନ ଓ ବାଣିଜ୍ୟ ଲାଭଜନକ ରହିବ।
ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
ବିଛା:ଦେହ ଓ ମନ ଭଲ ରହିବ ନାହିଁ। ସାଂସାରିକ ସନ୍ତାନମାନଙ୍କ ଚିନ୍ତା ରହିବ। ଚାକିରିରେ ଅସହଯୋଗ ରହିବ। ଶିଳ୍ପ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ।
ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍
ଧନୁ:କର୍ମକ୍ଷେତ୍ରରେ ସୁସ୍ଥତା ବୋଧ ମନେ ହେବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ଉତ୍ତେଜନା ସ୍ଥିତି ରହିବ। ବାଣିଜ୍ୟରେ ପୁଞ୍ଜିନିବେଶ କରି ଚିନ୍ତାରେ ରହିବେ।
ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣୀ
ମକର:ସମାଜରେ ପ୍ରତିଷ୍ଠିତ ହେବେ। ପ୍ରଶାସନିକ ଉଚ୍ଚସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ସ୍ବାଧୀନତା ଭିତରେ ସମୟ କାଟିବେ। ବାଣିଜ୍ୟରେ ମନମୁତାବକ ହେବ।
ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
କୁମ୍ଭ:ଆର୍ଥିକ ଚିନ୍ତା ରହିବ। ଚାକିରିରେ ଅସହଯୋଗ ଦେଖାଦେବ। ମହିଳାମାନେ ହତାଦର ହେବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ବିଦ୍ୟାର୍ଥୀ ଅନ୍ୟମନସ୍କ ରହିବେ।
ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା
ମୀନ:ଦେହ ସୁସ୍ଥ ରହିବ। ପ୍ରଚାର କାର୍ଯ୍ୟରେ ସଫଳ ହେବେ। ଦାମ୍ପତ୍ୟ ସୁଖମୟ ହେବ। ପ୍ରଶାସନିକ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟ ସନ୍ତୋଷଜନକ ରହିବ।
ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍
ରବିବାର ରାଶିଫଳ ( ୦୪-୦୪-୨୦୨୧ )
ମେଷ : କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଉପୁଜିପାରେ। ସାଂସାରିକ ଧର୍ମାଦି କାମରେ ବ୍ୟୟ କରିବେ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି
ବୃଷ :କର୍ମକ୍ଷେତ୍ରରେ ଅସହଯୋଗ ରହିବ। ରାଜନୀତିରେ ଷଡଯନ୍ତ୍ରରେ ପ୍ରଭାବିତ ହୋଇପାରନ୍ତି। ଚାକିରୀରେ ସମସ୍ୟା ରହିବ। ଶିଳ୍ପ ଓ ବାଣିଜ୍ୟରେ କ୍ଷତି ହୋଇପାରେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
ମିଥୁନ: ଦିନଟି ହର୍ଷୋଲ୍ଲାସ ଭିତରେ କଟିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ପ୍ରଶାସନିକ ପ୍ରଶଂସିତ ହେବେ। ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
କର୍କଟ: କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ହେବ। ଚାକିରିରେ ନିଷ୍ଠାପର ରହିବେ। ମହିଳାମାନେ ପରିଶ୍ରମୀ ହେବେ। କଳା,ବିଜ୍ଞାନ, ଶିଳ୍ପ, ପରିବହନ ଓ ବାଣିଜ୍ୟରେ ସୁଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍
ସିଂହ: କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ। ମହିଳାମାନେ ହତୋତ୍ସାହ ରହିବେ। ଚାକିରିରେ ଅବହେଳା ରହିବ। ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍
କନ୍ୟା :ଉଦଯୋଗ କରି ସଫଳ ହେବେ। ଚାକିରିରେ ପ୍ରଶଂସା ପାଇବେ। ମହିଳାମାନେ ପରିଶ୍ରମୀ ହେବେ। ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ବାଇଗଣି
ତୁଳା :ଦିନଟିରେ ଚଳଚଞ୍ଚଳ ରହିବେ। ଚାକିରିରେ ସହଯୋଗ ମିଳିବ। ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ। ଶିଳ୍ପ ଓ ବାଣିଜ୍ୟରେ ଲାଭଜନକ ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
ବିଛା :ଦେହ ଓ ମନ ଭଲ ରହିବ ନାହିଁ। ଆର୍ଥିକ ଚିନ୍ତା ରହିବ। ମହିଳାମାନେ ହତାଦର ହେବେ। ଚାକିରିରେ ବ୍ୟସ୍ତତା ଭିତରେ କଟିବ। ବାଣିଜ୍ୟରେ ସମସ୍ୟା ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍
ଧନୁ :ଦିନଟିରେ ହସ ଖୁସିରେ ଆସର ଜମିପାରେ। ଚାକିରିରେ ପ୍ରଶଂସା ପାଇବେ। ମହିଳାମାନେ ଯଶକିର୍ତ୍ତୀ ପାଇବେ। କଳା,ବିଜ୍ଞାନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ଗୋଲାପି
ମକର :କେତେକ କାର୍ଯ୍ୟରେ ବ୍ୟସ୍ତ ରହିବେ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଦୂରଯାତ୍ରା କରିବେ। ଶିଳ୍ପ ଓ ବାଣିଜ୍ୟରେ ସଫଳତା ମିଳିବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
କୁମ୍ଭ :କୌଣସି ବଡ ଧରଣର କାର୍ଯ୍ୟକୁ ତୁଲାଇବେ। ସାଂସାରିକ ଉତ୍ତେଜନା ରହିବ। ପ୍ରଶାସନିକ ସମ୍ମାନିତ ହେବେ। ଶିଳ୍ପ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା
ମୀନ :କାର୍ଯ୍ୟ ସିଦ୍ଧି ସହ ଉଚ୍ଚସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ରକ୍ଷଣଶୀଳ ହେବ। ପ୍ରଶାସନିକ ପ୍ରଭାବଶାଳୀ ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍
ରବିବାର ରାଶିଫଳ ( ୨୮- ୦୩-୨୦୨୧ )
ମେଷ: ଷଷ୍ଠସ୍ଥ କାରଣରୁ ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ସମ୍ପନ୍ନ କରିବେ। ଚାକିରିରେ ଚଳଚଞ୍ଚଳ ରହିବେ। ମହିଳାମାନଙ୍କ ଆର୍ଥିକ ସମୃଦ୍ଧି ହେବ। ବାଣିଜ୍ୟରେ ସଫଳତା ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍
ବୃଷ : ଘାତଚକ୍ର କାରଣରୁ କାର୍ଯ୍ୟରେ ବିରୋଧାଭାସ ଆସିବ। ଚାକିରିରେ କାର୍ଯ୍ୟଭାର ରହିବ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ।
ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା
ମିଥୁନ: ଦିନଟି କାର୍ଯ୍ୟ ବିଳମ୍ବ ଓ ବିରକ୍ତିମନା ରହିବେ। ରାଜନୀତିରେ ପ୍ରତିନ୍ଦ୍ବନ୍ଦ୍ବିତା ରହିବ। ମହିଳାମାନେ ହତୋତ୍ସାହ ରହିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍
କର୍କଟ : ତୃତୀୟସ୍ଥ ଚନ୍ଦ୍ରଙ୍କ କାରଣରୁ ସମାଜରେ ଉତ୍ତମ ଆସନରେ ଅଳଙ୍କୃତ ହେବେ। ଦାମ୍ପତ୍ୟ ସମ୍ପର୍କ ମଧୁର। ଚାକିରୀରେ ସହଯୋଗ ପାଇବେ। ବାଣିଜ୍ୟରେ ପ୍ରସାର ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-କମଳା
ସିଂହ: ଆର୍ଥିକ ଯୋଜନା ଫଳପ୍ରସୂ ହେବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ପ୍ରଶାସନିକ ସୁନାମ ପାଇବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍
କନ୍ୟା : ଦିନଟି ପ୍ରସନ୍ନତା ଭିତରେ କଟିବ। ବନ୍ଧୁବାନ୍ଧବଙ୍କର ଆଗମନ ହୋଇପାରେ। ଚାକିରିରେ ପ୍ରଶଂସିତ । ମହିଳାମାନେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର୍
ତୁଳା : କର୍ମକ୍ଷେତ୍ର ମନ୍ଥର ରହିବ। ସାଂସାରିକ ବ୍ୟୟବୃଦ୍ଧି ଓ ଖର୍ଚ୍ଚାନ୍ତ ରହିବ। ରାଜନୀତିରେ ବାଦବିବାଦ ରହିବ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
ବିଛା :ସ୍ବପ୍ନ ସାକାର ହେବ। ଉଭୟେ ପ୍ରେମ ଓ ସାଂସାରିକ ଭୁଲ ବୁଝାମଣା ରହିବ। ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍
ଧନୁ : କର୍ମକ୍ଷେତ୍ରରେ ମନମୁତାବକ ଫଳ ପାଇବେ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ପ୍ରଶାସନିକ ସମ୍ମାନ ପ୍ରାପ୍ତି ହେବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ହଳଦିଆ
ମକର :ଦିନଟି ସୁଖସମ୍ମାନ ପାଇବେ। ଚାକିରିରେ ପ୍ରଶଂସା ଭାଜନ ହେବେ। ମହିଳାମାନେ ସୁଖୀ ରହିବେ। ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
କୁମ୍ଭ :କର୍ମକ୍ଷେତ୍ରରେ ଶତ୍ରୁମାନଙ୍କ ଦ୍ବାରା ପ୍ରଭାବିତ ହେବେ। ଚାକିରିରେ ସ୍ଥାନାନ୍ତର ଯୋଗ ରହିଛି। ମହିଳାମାନେ ଅପଯଶ ପାଇବେ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-ଗୋଲଡେନ୍
ମୀନ:ଦିନଟି ହର୍ଷୋଲ୍ଲାସରେ କଟିବ। ଚାକିରିରେ ପଦୋନ୍ନତି ଯୋଗ ରହିଛି। ରାଜନୀତିରେ ଉଚ୍ଚସମ୍ମାନ ପ୍ରାପ୍ତି ହେବ। ଶିଳ୍ପ ଓ ବାଣିଜ୍ୟରେ ସମୃଦ୍ଧି ହେବ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି