Rashaphala - The Sakala

Saturday Horoscope: ଶନିବାର ରାଶିଫଳ (୨୬-୦୯-୨୦୨୬)
ମେଷ: ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ସମ୍ଭାଳି ପାରନ୍ତି। ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବା ଭଲ। ଆର୍ଥିକ ସମସ୍ୟା ଦେଖାଦେଇ ପାରେ।

ବୃଷ: ବିଦ୍ୟାର୍ଥୀ କଠିନ ପରିଶ୍ରମ କରି ସଫଳ ହୋଇପାରନ୍ତି। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ଦୀର୍ଘ ଦିନର ଆଶା ପୂରଣ ହୋଇପାରେ । କୋର୍ଟ କଚେରୀ ମାମଲାରୁ ବିଜୟୀ ହେବେ।

ମିଥୁନ: ଦୂରଯାତ୍ରାରୁ ଥକ୍କାପଣ ଅନୁଭବ କରିପାରନ୍ତି। ପାରିବାରିକ ସୁଖ ଶାନ୍ତି ମିଳିପାରେ। ଯାନବାହନ କ୍ରୟ କରିପାରନ୍ତି। ଚକ୍ଷୁ ସମସ୍ୟା ହୋଇପାରେ। ପିଲାଙ୍କ ଭବିଷ୍ୟତ ପାଇଁ ପିତାମାତା ଚିନ୍ତା କରିବେ।

କର୍କଟ: ଆଇଟି ଚାକିରିଆଙ୍କ ପାଇଁ ଦିନଟି ଭଲ।  ଲୋକ ସମ୍ପର୍କ ବୃଦ୍ଧି ପାଇପାରେ।  ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। କଳା ଓ ସାହିତ୍ୟ ପ୍ରତି ରୁଚି ବଢ଼ିବ। ଆଶା କରିଥିବା ଦିଗରୁ ଧନ ମିଳିପାରେ।

ସିଂହ: ଦିନଟି ଶୁଭଫଳ ପ୍ରଦାନ କରିବ। ମହିଳାମାନେ ସନ୍ତାନଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ  ରହିପାରନ୍ତି। ଅତିଥି ସତ୍କାର କରିପାରନ୍ତି। ବ୍ୟବସାୟରୁ ଲାଭ ମିଳିପାରେ। ମାନ ସମ୍ମାନ ବୃଦ୍ଧି ପାଇବ।

କନ୍ୟା: ଦିନଟି ବ୍ୟସ୍ତରେ ବିତିବ। ଜମି କିଣାବିକା ପାଇଁ ଭଲ ସମୟ। ଆୟ ଅନୁସାରେ ବ୍ୟୟ କମ୍ ହେବ। ପ୍ରିୟଜନଙ୍କ ସହ ଦୂରଯାତ୍ରା କରିପାରନ୍ତି। ଅବିବାହିତଙ୍କ ପାଇଁ ବିବାହ ପ୍ରସ୍ତାବ ଆସିପାରେ।

ତୁଳା: ଯୋଜନା ଅନୁଯାୟୀ କାମ କରିବେ। ଜୀବନସାଥିଙ୍କ ସହ ଖୁସିର ମୁହୂର୍ତ୍ତ ବିତାଇବେ। ଲୋକ ସମ୍ପର୍କ ବୃଦ୍ଧି ପାଇବ। ଧାର୍ମିକ କାର୍ଯ୍ୟ ପ୍ରତି ମନ ବଳାଇବେ। ଆଇଟି କର୍ମଚାରୀଙ୍କ  ପାଇଁ ଦିନଟି ଭଲ।

ବିଛା: ପାରିବାରିକ ସମସ୍ୟା ଲାଗି ରହିପାରେ। କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ସାମାଜିକ ଏବଂ ଧାର୍ମିକ ସମାରୋହ ପାଇଁ ଦିନଟି ଭଲ। ଜୀବନସାଥିଙ୍କ ସହ ଭ୍ରମଣ ଯୋଗ ରହିଛି। ସଙ୍ଗୀତ ପ୍ରତି ରୁଚି ବଢ଼ିବ।

ଧନୁ: ନୂତନ ବ୍ୟବସାୟ ଆରମ୍ଭ କରିବେ। ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ। ଯାତାୟାତ ସମୟରେ ସତର୍କତା ଅବଲମ୍ବନ କରନ୍ତୁ। ପିଲାମାନେ ଖେଳକୁଦରେ ସମୟ ଅତିବାହିତ କରିବେ।

ମକର: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଉଧାର  ଦେଇଥିବା ଟଙ୍କା ଫେରି ପାଇବେ। କର୍ମକ୍ଷେତ୍ରରେ ପଦୋନ୍ନତି ଯୋଗ ରହିଛି। ମହିଳାମାନେ ଅଳଙ୍କାର କିଣାକିଣିରେ ସମୟ ଦେବେ।

କୁମ୍ଭ: ତରବରିଆ ଭାବେ ନିଷ୍ପତ୍ତି ନିଅନ୍ତୁନି। ପିତାଙ୍କ ସ୍ବାସ୍ଥ୍ୟସମସ୍ୟା ଚିନ୍ତିତ କରିପାରେ। ଆଶା କରିଥିବା ଦିଗରୁ ନିରାଶ ହୋଇପାରନ୍ତି। ଧୈର୍ଯ୍ୟ ରଖି ଚାଲନ୍ତୁ। ଧାର୍ମିକ କାର୍ଯ୍ୟରେ ସାମିଲ ରହିବେ।

ମୀନ: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୈବାହିକ ଜୀବନ ସୁଖମୟ ହେବ। ମହିଳାଙ୍କ ଦାୟିତ୍ବ ବଢ଼ିପାରେ। କୌଣସି କଥାକୁ ନେଇ ଚିନ୍ତା ବଢ଼ିପାରେ। ପୁରୁଣା ନିବେଶରୁ ଲାଭ ମିଳିପାରେ।