Indravati Reservoir - The Sakala

ହୀରାକୁଦ ଡ୍ୟାମ୍‌ର ଆଉ ୫ଟି ଗେଟ୍ ଖୋଲିଲା, ମୋଟ ୧୩ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ
ସମ୍ବଲପୁର: ଉପରମୁଣ୍ଡରେ ଲଗାଣ ବର୍ଷା ଓ ମହାନଦୀରେ ଜଳସ୍ତର ବୃଦ୍ଧି ପାଇବା କାରଣରୁ ହୀରାକୁଦ ଡ୍ୟାମ୍ କର୍ତ୍ତୃପକ୍ଷ ଆଉ ୫ଟି ଗେଟ୍ ଖୋଲିଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ ୧୩ଟି ଗେଟ୍ ଦେଇ ଜଳ ନିଷ୍କାସିତ ହେଉଛି। ବର୍ତ୍ତମାନ ଖୋଲାଯାଇଥିବା ୧୩ଟି ଗେଟ୍ ମଧ୍ୟରୁ ବାମ ପାର୍ଶ୍ୱରେ ୯ଟି ଗେଟ୍ ଥିବା ବେଳେ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍ ରହିଛି। ସର୍ବଶେଷ ରିପୋର୍ଟ ଅନୁଯାୟୀ ହୀରାକୁଦର ଜଳସ୍ତର ଏବେ ୬୨୯.୫୬ ଫୁଟ୍ ରହିଛି। ଉପରମୁଣ୍ଡରୁ ଆସୁଥିବା ବନ୍ୟା ଜଳ ଏବଂ ଜଳଭଣ୍ଡାରର ଜଳସ୍ତର ବୃଦ୍ଧିକୁ ଦୃଷ୍ଟିରେ ରଖି ଡ୍ୟାମ୍ କର୍ତ୍ତୃପକ୍ଷ ଅତିରିକ୍ତ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି।

ଡ୍ୟାମ୍‌ରୁ ଅତିରିକ୍ତ ଜଳ ନିଷ୍କାସନ ହେଉଥିବାରୁ ମହାନଦୀର ତଳମୁଣ୍ଡ ଉପରେ କର୍ତ୍ତୃପକ୍ଷ କଡ଼ା ନଜର ରଖିଛନ୍ତି। ନଦୀକୂଳିଆ ଏବଂ ତଳିଆ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହା ସହ ପ୍ରଶାସନ ପକ୍ଷରୁ ଦିଆଯାଉଥିବା ସୂଚନା ଏବଂ ଜଳସ୍ତର ଉପରେ ଧ୍ୟାନ ଦେବାକୁ ନିବେଦନ କରାଯାଇଛି।