Baitarani River - The Sakala

ବୈତରଣୀ ନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ସନ୍ଦେହ: ଗେମନ ବ୍ରିଜ୍ ଉପରୁ ମିଳିଲା ମୋବାଇଲ୍ ଓ ଜୋତା
ଭଦ୍ରକ ଜିଲ୍ଲା ଚାନ୍ଦବାଲି ସ୍ଥିତ ବୈତରଣୀ ନଦୀର ଗେମନ ବ୍ରିଜ୍ ଉପରୁ ଜଣେ ଯୁବକ ନଦୀକୁ ଡେଇଁ ପଡ଼ିଥିବା ସନ୍ଦେହ କରାଯାଉଛି। ବ୍ରିଜ୍ ଉପରେ ଯୁବକଙ୍କର ଜୋତା ଓ ମୋବାଇଲ୍ ପଡ଼ିଥିବା ବେଳେ ତାଙ୍କର କୌଣସି ପତ୍ତା ମିଳୁନାହିଁ। ନିଖୋଜ ଯୁବକ ଜଣକ ହେଲେ ରାଜକନିକା ଥାନା ଅନ୍ତର୍ଗତ ମଧୁପଡ଼ା ଗାଁର ଜୟରଥ ମଲ୍ଲିକ।

ଗତକାଲି ରାତିରୁ ଜୟରଥ ନିଖୋଜ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କର କୌଣସି ସନ୍ଧାନ ପାଇନଥିଲେ। ତେବେ ଆଜି ସକାଳୁ ସ୍ଥାନୀୟ ଲୋକେ ଗେମନ ବ୍ରିଜ୍ ଉପରେ ତାଙ୍କର ମୋବାଇଲ୍ ଫୋନ୍ ଏବଂ ଜୋତା ପଡ଼ିଥିବାର ଦେଖିବାକୁ ପାଇଥିଲେ। ଏହାପରେ ଘଟଣା ସମ୍ପର୍କରେ ସ୍ଥାନୀୟ ପୋଲିସ ଓ ପ୍ରଶାସନକୁ ଖବର ଦିଆଯାଇଥିଲା।

ଯୁବକ ଜଣକ ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ନା ଏହି ଘଟଣା ପଛରେ ଅନ୍ୟ କୌଣସି ରହସ୍ୟ ରହିଛି, ସେନେଇ ଏବେ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରଶାସନ ଏବଂ ପୋଲିସ ମଧ୍ୟ ଘଟଣାର ପ୍ରକୃତ କାରଣ ଖୋଜିବାରେ ଲାଗିଛନ୍ତି। ଅନ୍ୟପଟେ ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନଦୀ ଭିତରେ ଖୋଜାଖୋଜି ଆରମ୍ଭ କରିଛି। ଏହି ଘଟଣାକୁ କେନ୍ଦ୍ର କରି ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।

ବିପଦ ସଙ୍କେତ ଉପରେ ବୈତରଣୀ, ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ବଢୁଛି ଜଳସ୍ତର
ଭଦ୍ରକ: ବିପଦ ସଙ୍କେତ ଉପରେ ବୈତରଣୀ । ଆଖୁଆପଦା ନିକଟରେ ବିପଦ ସଙ୍କେତ ଉପରେ ଜଳସ୍ତର ପ୍ରବାହିତ ହେଉଛି । ଆଖୁଆପଦାଠାରେ ବୈତରଣୀର ବିପଦ ସଂକେତ ୧୭.୮୩ ମିଟର ଥିବା ବେଳେ ଏବେ ଜଳସ୍ତର ୧୭.୮୮ ମିଟର ରହିଛି। ଦୁଇ ଦିନ ଧରି ବର୍ଷା ଲାଗି ରହିଥିବାରୁ ଫୁଲୁଛି ବୈତରଣୀ । ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବୈତରଣୀ ନଦୀର ଜଳସ୍ତର ବଢୁଥିବା ସୂଚନା ମିଳିଛି ।

ବୈତରଣୀରେ ଦ୍ବିତୀୟ ବନ୍ୟା ଆସିଲେ ଯାଜପୁର ଜିଲ୍ଲାର ଦଶରଥପୁର ପ୍ରତି ବିପଦ ଆଣିବ। ବିଶେଷ କରି ଗତ ୧୦ ଦିନ ମଧ୍ୟରେ ବୈତରଣୀ ନଦୀବନ୍ଧର ଦୁଇଟି ସ୍ଥାନରେ ଧସିଯାଇଛି। ଅଧିକ ବର୍ଷା ହେଲେ ନଦୀବନ୍ଧର ବଳକା ଅଂଶ ଧସିଯାଇ ଜନବସତିକୁ ବନ୍ୟାପାଣି ମାଡ଼ିଯିବାର ଆଶଙ୍କା ରହିଛି।

ବନ୍ୟା ସ୍ରୋତରେ ଭାସିଯାଇ ନିଖୋଜ ହୋଇଥିବା ଯୁବକଙ୍କ ମୃତଦେହ ଉଦ୍ଧାର
ଭଦ୍ରକ: ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ଅଧିନ ରହଣିଆ ଗ୍ରାମ ପଞ୍ଚାୟତ ନୋଉରଗପୁର ଗାଁ ଅରୁଣ ରାଉତଙ୍କ ଏକମାତ୍ର କଲେଜ ପଢୁଆ ପୁଅ ନିରଜ ରାଉତ (୧୮) ବୈତରଣୀ ନଦୀରେ ଆସିଥିବା ବନ୍ୟା ସ୍ରୋତରେ ଭାସିଯାଇ ମୃତ୍ୟୁବରଣ କରିଛନ୍ତି। ନିକଟ ମାଳଦା ବଜାରକୁ ମେଡିସିନ ଆଣିବାକୁ ଯାଉଥିବାବେଳେ ଗାଁ ମୁଣ୍ଡ ପୋଲ ଉପରେ ବନ୍ୟା ପାଣିରେ ଭାସିଯାଇ ଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରି ଯାଜପୁର ମେଡିକାଲକୁ ନେଇଥିଲେ ସୁଦ୍ଧା ଡାକ୍ତର ମୃତ ଘୋଷଣା କରିଥିଲେ। ଯୁବକଙ୍କ ମୃତ୍ୟୁପରେ ଗାଁରେ ଶୋକର ଛାୟା ଖେଳିଯାଇଛି ।

ବିପଦ ସଙ୍କେତ ଟପିଲା ବୈତରଣୀ, ମୋଟ ୨୮ଟି ଗେଟ ଦେଇ ହୀରାକୁଦରୁ ବନ୍ୟାଜଳ ନିଷ୍କାସିତ
ସମ୍ବଲପୁର: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ପୁଣି ବଢ଼ିଲା ହୀରାକୁଦର ଜଳସ୍ତର । ହୀରାକୁଦରେ ଜଳସ୍ତର ବଢୁଥିବାରୁ ସ୍ଥିତି ନିୟନ୍ତ୍ରଣ ପାଇଁ ଆଉ ୪ଟି ଗେଟ୍ ଖୋଲିଛି । ଆଉ ୪ଟି ଗେଟ୍ ଖୋଲାଯାଇଛି । ଫଳରେ ବର୍ତ୍ତମାନ ହୀରାକୁଦରୁ ୨୮ଟି ଗେଟି ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ବାମ ପଟେ ୨୦ ଓ ଡାହାଣ ପଟେ ୮ଟି ଗେଟ୍ ଖୋଲା ହୋଇଥିବା ନେଇ ସୂଚନା ମିଳିଛି । ଅନ୍ୟପଟେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀର ଜଳସ୍ତର । ଲଗାଣ ବର୍ଷା ଛାଡିଛି, ହେଲେ ଏଵେ ଵି ବୈତରଣୀ ଓ ସାଳନ୍ଦୀ ନଦୀ ଫୁଲିବାରେ ଲାଗିଛି । ଆଖୁଆପଦା ଆନିକଟ ଠାରେ ବିପଦ ସଂକେତ 17.83 ମିଟର ରହିଥିବା ବେଳେ ଦିନ 12 ଟା ସୁଦ୍ଧା 17.88 ମିଟର ଉପରେ ବନ୍ୟା ଜଳ ପ୍ରବାହିତ ହେଉଛି । ସେହିପରି ସାଳନ୍ଦୀ ନଦୀରେ ମଧ୍ୟ ଜଳସ୍ତର ବଢିବାରେ ଲାଗିଛି । ବୈତରଣୀ ଓ ସାଳନ୍ଦୀ ନଦୀର ଶାଖା ନଦୀ ରେବ, କପାଳୀ, ଗେଙ୍ଗୁଟି, କୋଚିଳା, ଯଅ ନଦୀର ଜଳସ୍ତର ବଢିଛି। ସମସ୍ତ ନାଳ, ଖାଲ ପୋଖରୀ, ଗାଢିଆ ଓ ଚାଷ ଜମିରେ ଏବେ ପାଣି।

ଯଦି ଆଜିଠାରୁ ଆରମ୍ଭ ହେଉଥିବା ଲଘୁଚାପର ପ୍ରଭାବ ରୁହେ, ଵର୍ଷାର ମାତ୍ରା ବଢେ ତେବେ ନିଶ୍ଚିତ ବନ୍ୟା ପରିସ୍ଥିତି ଦେଖାଦେବ। ଭଦ୍ରକ ଜିଲ୍ଲାର ୭ଟି ବ୍ଲକ ମଧ୍ୟରୁ ଚାନ୍ଦବାଲି, ତିହିଡି, ଧାମନଗର, ଭଣ୍ଡାରିପୋଖରୀ ବ୍ଲକ ର ତଳିଆ ଅଞ୍ଚଳ ପ୍ରଭାବିତ ହେବ। ସେହିପରି ଭଦ୍ରକ ବ୍ଲକ ଓ ଵନ୍ତ ଵ୍ଲକର ମଧ୍ୟ ଏହାର ଆଂଶିକ ପ୍ରଭାବ ରହିବ। ଚାଷ ଜମିରେ ବର୍ଷା ଜଳ ଜମି ରହିଥିବାରୁ, ଧାନ ତଳି ନଷ୍ଟ ହେବା ଆଶଙ୍କାରେ ଚାଷୀ କୂଳ ।

ବୈତରଣୀ ନଦୀରେ ବନ୍ୟା, ଆଖୁଆପଦାଠାରେ ଟପିଲା ବିପଦସଂକେତ
ଭଦ୍ରକ/ଭଣ୍ଡାରିପୋଖରୀ: ଗତ ୭୨ଘଣ୍ଟା ଧରି ଲଘୁଚାପଜନିତ ବର୍ଷା ହେବା ଫଳରେ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ ଦେଇ ଯାଇଥିବା ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ଯଦିଓ ନଦୀ ପାର୍ଶ୍ୱ ବର୍ତ୍ତି ଅଂଚଳରେ ସେଭଳି ବଡଧରଣର ବର୍ଷା ହୋଇନାହିଁ ତଥାପି ଉପର ମୁଣ୍ଡରେ ବର୍ଷା ହେବା କାରଣରୁ ଜଳସ୍ତର ବୃଦ୍ଧି ପାଉଥିବା ସୂଚନା ମିଳିଛି। ଆଖୁଆପଦା ଆନିକଟ ଠାରେ ବିପଦ ସଂକେତ ୧୭.୮୩ମି. ଥିବାବେଳେ ସନ୍ଧ୍ୟା ୭ଟା ସୁଦ୍ଧା ୧୭.୯୪ମି. ରେ ବନ୍ୟା ଜଳ ପ୍ରବାହିତ ହେଉଛି। ମିଳିଥିବା ତଥ୍ୟ ଅନୁଯାୟୀ ନଦୀର ଉପର ମୁଣ୍ଡ ଆନନ୍ଦପୁରଠାରେ ୧୨.୬ମିମି, ସ୍ୱାମପାଟଣା ୩୨.୦ମିମି, କେନ୍ଦୁଝର ୪୯.୦ମିମି, ଠାକୁରମୁଣ୍ଡା ୨୧.୦ମିମି., ଚମ୍ପୁଆ ୯୯.୪ମିମି. ଓ ନଦୀ ପାର୍ଶ୍ୱବର୍ତ୍ତୀ ଆଖୁଆପଦା ଠାରେ ୧.୪ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଯଦିଓ ନଦୀରେ ଧୀରେଧୀରେ ଜଳସ୍ତର ବୃଦ୍ଧି ପାଉଛି ଏଥିରେ ବନ୍ୟା ହେବାର ଆଶଙ୍କା ନାହିଁ ବୋଲି ଜଳସମ୍ପଦ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।

ଏପଟେ ଆଜି ହୀରାକୁଦ ଜଳ ଭଣ୍ଡାରରେ ଖୋଲିଛି ୪ଟି ଗେଟ୍ । ଉପର ମୁଣ୍ଡରେ ବର୍ଷା ହେବା ଫଳରେ ହୀରାକୁଦ ଜଳ ଭଣ୍ଡାରର ୪ ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ବର୍ତ୍ତମାନ ଜଳ ଭଣ୍ଡାରର ଜଳସ୍ତର ୬୦୭. ୫୬ ଫୁଟରେ ପହଁଚିଛି । ପ୍ରତି ସେକେଣ୍ଡରେ ଡ୍ୟାମ ଭିତରକୁ ପ୍ରବେଶ କରୁଛି ୮୬ ହଜାର ୧୮୦ ଘନଫୁଟ ଜଳ । ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଛି ।