Sukma - The Sakala
ଛତିଶଗଡର ସୁକମାରେ ପୋଲିସ-ମାଓବାଦୀ ମୁହାଁମୁହିଁ; ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩ ମାଓବାଦୀ ସଫା
ଛତିଶଗଡ: ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩ ମାଓବାଦୀ ସଫା । ଛତିଶଗଡର ସୁକମା ଜିଲ୍ଲା ଗୋଲାପଲ୍ଳୀ ଜଙ୍ଗଲରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟବେଳେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୩ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଜଙ୍ଗଲରେ ଥିବା ମାଓ କ୍ୟାମ୍ପରେ ଶତାଧିକ ମାଓବାଦୀ ଲୁଚି ରହି ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ଧରଣର ଟାର୍ଗେଟ କରିବାକୁ ଯୋଜନା କରୁଥିଲେ । ଶତାଧିକ ମାଓବାଦୀ କେମ୍ପ କରି ରହିଥିବା ନେଇ ସୁରକ୍ଷା କର୍ମୀଙ୍କୁ ମିଳିଥିଲା ସୁଚନା । DRG ବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ବର୍ତ୍ତମାନ ସୁଦ୍ଧା ଜାରି ରହିଛି । ଏବେବି ଗୁଳି ବିନିମୟ ଜାରି ରହିଛି ।
ସୁରକ୍ଷାକର୍ମୀଙ୍କ ଏନକାଣ୍ଟରରେ ୩ ମାଓବାଦୀ ନିହତ, ଘଟଣାସ୍ଥଳରୁ ୩ଟି ବନ୍ଧୁକ ସହ ବିସ୍ଫୋରକ ସାମଗ୍ରୀ ଜବତ
ମାଲକାନଗିରି : ମାଲକାନଗିରି ଜିଲ୍ଲା ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ଏନକାଣ୍ଟର । ସୁରକ୍ଷା କର୍ମୀଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରୁ ୩ଟି ବନ୍ଧୁକ ସହ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ । ଚିନ୍ତାଗୁମ୍ଫା ଜଙ୍ଗଲରେ ମାଓବାଦୀମାନେ ଏକତ୍ରିତ ହୋଇ ଏକ ବୈଠକ କରିବାର ଯୋଜନା କରୁଥିବା ବେଳେ ଗୁଇନ୍ଦା ବିଭାଗକୁ ଏହାର ସୁଚନା ମିଳିଥିଲା । ଯାହାକୁ ଆଧାର କରି ଡିଆରଜି ଓ ସିଆରପିଏଫ ବାହିନୀ ପକ୍ଷରୁ ସେଠାରେ ଆରମ୍ଭ ହୋଇଥିଲା ଅପରେସନ । ପ୍ରାୟ ୨ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ନକ୍ସଲମାନେ ଘଟଣାସ୍ଥଳରୁ ପଳାୟନ କରିଛନ୍ତି । ବର୍ତ୍ତମାନ ଜବାନଙ୍କ ପକ୍ଷରୁ ସେଠାରେ ସର୍ଚ୍ଚ ଅପରେସନ ଚାଲିଥିବା ନେଇ ସୁଚନା ଦେଇଛନ୍ତି ସୁକୁମା ଏସପି କିରଣ ଚୌହାନ ।
ମାଲକାନାଗିରି: ଛତିଶଗଡ ସୁକମାରେ ମାଓବାଦୀଙ୍କ ସମୂହ ଆତ୍ମସମର୍ପଣ। ଏସପିଙ୍କ ନିକଟରେ ଆତ୍ମସମର୍ପଣ କଲେ ୨୦ ମାଓବାଦୀ। ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କ ମଧ୍ୟରେ ୨ ହାର୍ଡକୋର ମାଓବାଦୀଙ୍କ ସହ ରହିଛନ୍ତି ୯ ମହିଳା ମାଓବାଦୀ। ସମସ୍ତଙ୍କ ମୁଣ୍ଡ ଉପରେ ୩୩ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା ହୋଇଥିଲା। ଏମାନଙ୍କ ମଧ୍ୟରୁ ଅନେକ ମାଓବାଦୀ ଅନେକ ବଡ଼ ହିଂସାକାଣ୍ଡରେ ସାମିଲ ଥିଲେ। ଦୁଇ ଜଣ ମାଓ ନେତାଙ୍କ ମୁଣ୍ଡ ଉପରେ ଛତିଶଗଡ ସରକାର ୮ ଲକ୍ଷ ଲେଖାଏଁ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ। ଛତିଶଗଡରେ ଏବେ ଅପରେସନ ମନସୁନ ଜୋରଦାର ଚାଲିଥିବା ବେଳେ ଭୟଭୀତ ମାଓ ସଂଗଠନ। ହିଂସାର ରାସ୍ତା ଛାଡି ସମାଜର ମୁଖ୍ୟ ସ୍ରୋତରେ ସାମିଲ୍ ହୋଇଛନ୍ତି ମାଓବାଦୀ। ସୁକୁମା ଏସପି କିରଣ ଚୌହାନଙ୍କ ନିକଟରେ ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ଚେକ୍ ପ୍ରଦାନ କରାଯାଇଛି। ପରବର୍ତ୍ତୀ ସମୟରେ ସରକାରଙ୍କ ନିୟମ ଅନୁସାରେ ସେମାନଙ୍କୁ ଥଇଥାନ କରାଯିବା ବୋଲି ସୁକୁମା ଏସପି କହିଛନ୍ତି।
ଛତିଶଗଡ଼ ସୁକମାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଟଳିଲେ ୧୦ ମାଓବାଦୀ
ମାଲକାନଗିରି: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୧୦ ମାଓବାଦୀ । ମାଲକାନଗିରି ଛତିଶଗଡ଼ ସୀମାନ୍ତ ସୁକମା ଜିଲ୍ଲାର ଭେଜି ଜଙ୍ଗଲରେ ମାଓବାଦୀ ଓ ସୁରକ୍ଷାବାହିନୀ ମୁହାଁମୁହିଁ । ଭେଜି ଜଙ୍ଗଲରେ ଏନକାଉଣ୍ଟର ହୋଇଥିବା ବେଳେ ପୋଲିସ ଗୁଳିରେ ୧୦ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ବିସ୍ପୋରକ ସାମଗ୍ରୀ ଜବତ କରିଛି ପୋଲିସ । DRG ଯବାନଙ୍କ ଅପରେସନ ବେଳେ ଏହି ସଫଳତା ମିଳିଥିବା ନେଇ ସୂଚନା ଦେଇଛନ୍ତି ସୁକମା SP ।
ସୂଚନାନୁଯାୟୀ, ମାଓବାଦୀମାନେ ଓଡ଼ିଶା ଦେଇ ଛତିଶଗଡ଼ରେ ପ୍ରବେଶ କରୁଥିବା ନେଇ ସୁରକ୍ଷାବାହିନୀକୁ ଗୁଇନ୍ଦା ସୂତ୍ରରୁ ସୂଚନା ମିଳିଥିଲା। ଏହାପରେ ଡିଆରଜି ବାହିନୀ ସୁକମା ଜିଲ୍ଲାର ଭେଜି ଜଙ୍ଗଲରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା। ଶୁକ୍ରବାର ସକାଳେ ମାଓବାଦୀମାନେ ସୁରକ୍ଷାବାହିନୀ ଉପରକୁ ଗୁଳି ଚଳାଇଥିଲେ। ଫଳରେ ସୁରକ୍ଷାବାହିନୀ ଏହାର ପାଲଟା ଜବାବ ଦେଇଥିଲା। ଏହି ଏନକାଉଣ୍ଟରରେ ୧୦ ଜଣ ମାଓବାଦୀ ନିପାତ ହୋଇଛନ୍ତି। ଘଟଣାସ୍ଥଳରୁ ୩ଟି ଅଟୋମେଟିକ୍ ରାଇଫଲ୍, ଏକେ-୪୭ ଏବଂ ଅନ୍ୟ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି। ମାଓବାଦୀମାନେ ଛତ୍ରଭଙ୍ଗ ଦେଇଛନ୍ତି। ଏନେଇ ସୁକମା ଏସପି ସୂଚନା ଦେଇଛନ୍ତି।
ସୀମାନ୍ତ ସୁକୁମାରେ ଗୁଳିବିନିମୟ, ଜଣେ ନକ୍ସଲ ନିହତ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ପୁଲିସକୁ ମିଳିଛି  ସଫଳତା। ପୁଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ ଚୌହାନଙ୍କ ସୂଚନା ଅନୁଯାୟୀ ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ପୁଲିସ ଓ ଡିଆରଜି ଯବାନ ତେଟରାଇ ଟୋଲନଇ ଜଙ୍ଗଳରେ ଚଢ଼ାଉ କରିଥିଲେ। ଆଜି ସକାଳୁ ନକ୍ସଲ ଏବଂ ପୁଲିସ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଗୁଳିବିନିମୟରେ ଜଣେ ନକ୍ସଲ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ପୁଲିସ ଘଟଣାସ୍ଥଳରେ ସର୍ଚ୍ଚ ଅପେରେସନ ଜାରି ରଖିଛି। ନକ୍ସଲ ଛତ୍ରଭଙ୍ଗ ଦେଇଛନ୍ତି।
ସୁକମାରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ; ୩ ଯବାନ ସହିଦ, ୨ ଜଣ ଗୁରୁତର
ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମାରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ । ମାଓବାଦୀଙ୍କ ଗୁଳିରେ ୩ ଯବାନ ସହିଦ ହୋଇଥିବା ନେଇ ସୂଚନା ମିଳିଛି । ଗୁଳିମାଡରେ ୨ଜଣ ଯବାନ ଗୁରୁତର ମଧ୍ୟ ହୋଇଛନ୍ତି । ମାଓବାଦୀଙ୍କ ଆମ୍ବୁସରେ ଯବାନମାନେ ଫସି ଯାଇଥିବା ଜଣାପଡିଛି । ସହିଦ ହୋଇଥିବା ୩ ଜଣ ଯବାନଙ୍କ ନାମ ଏଏସ୍‌ଆଇ ରଘୁରାମ ଦାସ, କନେଷ୍ଟବଳ କୁଞ୍ଜମ ଯୋଗା, ଭଞ୍ଜାମା ଭୀମା ବୋଲି ଜଣାପଡିଛି । କୁନ୍ଦେର ଓ ଜାଗରମୁଣ୍ଡା ଜଙ୍ଗଲରେ ଏବେବି ସର୍ଚ୍ଚ ଅପରେସନ ଜାରି ରହିଛି ।
ସୂଚନା ଅନୁସାରେ, ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକମାରେ ମାଓବାଦୀମାନେ ଲୁଚି ରହିଥିବା ନେଇ ଗୁଇନ୍ଦା ସୂଚନା ମିଳିଥିଲା । ସୂଚନା ପାଇବା ପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ଏହି ସର୍ଚ୍ଚ ଅପରେସନ ସମୟରେ ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିଲା । ଦୀର୍ଘ ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ଜାରି ରହିଥିଲା । ଶେଷରେ ମାଓବାଦୀଙ୍କ ଗୁଳିରେ ୩ଜଣ ସୁରକ୍ଷାକର୍ମୀ ସହିଦ ହୋଇଛନ୍ତି ।
ସୁକୁମା ଏସ.ପି.ଙ୍କ ପାଖରେ ଆତ୍ମ ସମର୍ପଣ କଲେ ଶତାଧିକ ନକ୍ସଲ ସମର୍ଥକ
ମାଲକାନଗିରି: ମାଲକାନଗିରି ଜିଲ୍ଲା ଛତିଶଗଡ ସିମାନ୍ତ ସୁକୁମା ଜିଲ୍ଲାରେ ପୋଲିସକୁ ମିଳିଛି ବଡ ସଫଳତା । ପୋଲିସର ପୁନା ନର୍କମ ଅଭିଯାନ ପରେ ସୁକୁମା ଏସ.ପି.ଙ୍କ ପାଖରେ ଆତ୍ମ ସମର୍ପଣ କଲେ ଶତାଧିକ ନକ୍ସଲ ସମର୍ଥକ । ଦିର୍ଘ ବର୍ଷ ଧରି ଜାଗରକୋଣ୍ଡା ଓ ଚିନ୍ତଲନାଡ ଅଞ୍ଚଳକୁ ମାଓବାଦୀମାନେ ନିଜ କବଜାରେ ରଖିଥିଲେ । ତେବେ ମାଓବାଦୀଙ୍କ କଥାରେ ପଡି ଦିନେ ଭୁଲ ରାସ୍ତାକୁ ଚାଲିଯାଇଥିବା ଜାଗରକୋଣ୍ଡା ଥାନା ଅନ୍ତର୍ଗତ କୁନ୍ଦେଡ ଓ ଚିନ୍ତଲନାଡ ଥାନା ଅନ୍ତର୍ଗତ ନାଗାରାମ ଗ୍ରାମର ଶତାଧିକ ଆଦିବାସୀ ମାଓବାଦୀଙ୍କ ହାତ ଛାଡି ଆଜି ପୋଲିସ ପାଖରେ ଆତ୍ମ ସମର୍ପଣ କରିଛନ୍ତି । ସେମାନଙ୍କ ନାମରେ ଥିବା ବିଭିନ୍ନ ପୋଲିସ ଥାନାର ସମସ୍ତ ମାମଲା ପ୍ରତ୍ୟାହାର କରିବା ସହ ସେମାନଙ୍କ ଗାଁକୁ ରାସ୍ତା ଓ ପାନୀୟ ଜଳ ସହ ଶିକ୍ଷା ସ୍ବାସ୍ଥ୍ୟ ସୁବିଧା ଯୋଗାଇଦେବା ଲାଗି ଗ୍ରାମବାସୀମାନେ ଏସ.ପି.ଙ୍କ ପାଖରେ ଦାବି କରିଛନ୍ତି । ସୁକୁମା ଏସ.ପି. ସୁନିଲ ଶର୍ମା ମଧ୍ୟ ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦେବାଲାଗି ପ୍ରତିଶୃତି ଦେଇଛନ୍ତି ।
ଛତିଶଗଡ଼ ସୁକ୍‌ମାରେ ସୁରକ୍ଷାକର୍ମୀ ଓ ନକ୍ସଲ ମଧ୍ୟରେ ଗୁଳି ବିନିମୟ; ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ମାଓବାଦୀ ମୃତ
ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ ସୁକ୍‌ମା ଜିଲ୍ଲାର ଚିନ୍ତାଗୁମ୍ଫା ଅଞ୍ଚଳରେ ସୁରକ୍ଷାକର୍ମୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ । ଏନ୍‌କାଉଣ୍ଟରେ ଜଣେ ନକ୍ସଲ ପ୍ରାଣ ହରାଇଥିବା ସୂଚନା ମିଳିଛି। ଚିନ୍ତାଗୁମ୍ଫା ପୋଲିସ ଷ୍ଟେସନ ଅନ୍ତର୍ଗତ ମିନପା ଗାଁରେ ଏହି ଏନ୍‌କାଉଣ୍ଟର ଘଟିଛି । ଏବେବି ଜଙ୍ଗଲରେ କୁମ୍ବିଂ ଅପରେସନ ଜାରି ରହିଛି । ସର୍ଚ୍ଚ ଅପରେସନ୍ ବେଳେ ଏହି ଗୁଳିକାଣ୍ଡ ଘଟିଥିବା ସୁକ୍‌ମା ଏସ୍‌ପି ସୁନିଲ ଶର୍ମା କହିଛନ୍ତି । ରାୟପୁରଠାରୁ ପ୍ରାୟ ୪୦୦ କିଲୋମିଟର ଦୂରରେ ଏହି ଏନ୍‌କାଉଣ୍ଟର ଘଟିଛି । ଡିଷ୍ଟିର୍ଟ ରିଜର୍ଭ ପୋଲିସ ଏବଂ ସେଣ୍ଟ୍ରୋଲ ରିଜର୍ଭ ପୋଲିସ ଏବଂ ସିଆରପିଏଫ୍ ଯବାନ ଏହି ଅପରେସନରେ ସାମିଲ ଅଛନ୍ତି । ପ୍ରାୟ ଦେଢ଼ ଘଣ୍ଟା ଧରି ଗୁଳିକାଣ୍ଡ ଜାରି ରହିଥିଲା । ଏହା ପରେ ଜଣେ ପୁରୁଷ ନକ୍ସଲଙ୍କ ମୃତଦେହ ମିଳିଛି । ଘଟଣାସ୍ଥଳରେ ପ୍ରବଳ ରକ୍ତ ଛିଟା ପଡ଼ିଥିବା ଅନ୍ୟ କିଛି ନକ୍ସଲ ମଧ୍ୟ ଆହତ ହୋଇଛନ୍ତି । କିନ୍ତୁ ସାଥି ନକ୍ସଲ ସେମାନଙ୍କୁ ଜଙ୍ଗଲ ଭିତରକୁ ନେବାରେ ସଫଳ ହୋଇଥିବା ଅନୁମାନ କରାଯାଉଛି ।
ସୂଚନା ଅନୁସାରେ, ମାଓବାଦୀମାନଙ୍କ ସହିଦ ସପ୍ତାହକୁ ଦୃଷ୍ଟିରେ ରଖ୍ ଯବାନମାନେ ସେହି ଅଞ୍ଚଳରେ କୁମ୍ବି ଅପରେଶନ କରୁଥିବା ବେଳେ ଯବାନମାନଙ୍କୁ ଦେଖୁ ଦେଖୁ ମାଓବାଦୀମାନେ ଗୁଳି ଚାଳନା କରିଥିଲେ। ତେବେ ଯବାନମାନେ ମଧ୍ୟ ଏହାର ପାଲଟା ଜବାବରେ ଗୁଳିଚାଳନା କରିଥିଲେ। ବର୍ତ୍ତମାନ ମଧ୍ୟ ସେହି ଅଞ୍ଚଳରେ ଗୁଳି ବିନିମୟ ଚାଲିଥିବା ଜଣାପଡ଼ିଛି ।