August Guidelines - The Sakala

ଆସିଲା ଅଗଷ୍ଟ ମାସର ଗାଇଡଲାଇନ୍
ଗାଇଡଲାଇନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର। ସେ କହିଛନ୍ତି ଯେ, ରାଜ୍ୟ ସରକାର ସବୁ ଦିଗକୁ ବିଚାର କରି ନିଷ୍ପତ୍ତି ନେଇଛନ୍ତି । ଅଗଷ୍ଟ ମାସରେ ରାଜ୍ୟରେ ଜାରି ରହିବ ନାଇଟ୍ କର୍ଫ୍ୟୁ । ରାତି ୮ଟାରୁ ସକାଳ ୬ଟା ଯାଏଁ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଜାରିରହିବ । ସାରା ରାଜ୍ୟରେ ଦୋକାନ ବଜାର ରାତି ୮ଟା ଯାଏ ଖୋଲା ରହିବ । ଭୁବନେଶ୍ୱର, କଟକ, ପୁରୀ ସହରରେ ସପ୍ତାହନ୍ତ ସଟଡାଉନ୍ ରହିବ । ସମସ୍ତ ଧାର୍ମିକ, ରାଜନୈତିକ, ସାମାଜିକ ସମାବେଶ କରାଯାଇପାରିବ ନାହିଁ । ପ୍ରଦର୍ଶନୀ, ବାଣିଜ୍ୟିକ ମେଳା ମହୋତ୍ସବ ମଧ୍ୟ ବାରଣ । ସମୁଦ୍ର କୂଳ ଏବଂ ପାର୍କ ଖୋଲା ରହିବ । ଗାଇଡଲାଇନ ମାନିବେ ପର୍ଯ୍ୟଟକ, ସୀମିତ ସଂଖ୍ୟକ ଗ୍ରାହକଙ୍କୁ ନେଇ ଖୋଲି ପାରିବ ମଲ । ସାରା ରାଜ୍ୟରେ ଦୋକାନ ବଜାର ରାତି ୮ଟା ଯାଏ ଖୋଲା ରହିବ ।

ହୋଟେଲ, ରେଷ୍ଟୁରାଣ୍ଟ ଏବଂ ରାସ୍ତାକଡ଼ ଦୋକାନ ଆଦି ଖୋଲିବା ନେଇ ଅନୁମତି ଦେଲେ ରାଜ୍ୟ ସରକାର । ଅଗଷ୍ଟ ଗାଇଡଲାଇନରେ ସପ୍ତାହିକ ହାଟ, ବଜାର ଖୋଲିବ, ଆହାର କେନ୍ଦ୍ର ଖୋଲା ରହିବ । ବନ୍ଦ ରହିଥିବା ସିନେମା ହଲ, ପ୍ରେକ୍ଷାଳୟ ଆଦି ମଧ୍ୟ ଖୋଲାଯି । କିନ୍ତୁ ହଲ, ପ୍ରେକ୍ଷାଳୟ ଆଦିରେ ମଧ୍ୟ ୫୦ ପ୍ରତିଶତ କର୍ମଚାରୀରେ ଖୋଲିବ ବୋଲି ଘୋଷମା କରିଛନ୍ତି ଏସଆରସି  ।

ଆଜି ଅଗଷ୍ଟ ମାସ ପାଇଁ ନୂଆ ଗାଇଡଲାଇନ ଜାରି କରିବେ ରାଜ୍ୟ ସରକାର, ହେବ କି ସମ୍ପୂର୍ଣ୍ଣ ଅନ୍‌ଲକ୍‌ ?
ଭୁବନେଶ୍ୱର: ଅଗଷ୍ଟ ପହିଲାରୁ ଲକ୍‌ଡାଉନ ପାଇଁ ଆଜି ନୂଆ ଗାଇଡଲାଇନ ଜାରି କରିବେ ରାଜ୍ୟ ସରକାର । କଣ ରହିବ ଆସନ୍ତାକାଲିଠୁ ନୂଆ କରୋନା କଟକଣା । ଅଗଷ୍ଟ ମାସ ପାଇଁ କ’ଣ ହେବ ନୂଆ ଗାଇଡଲାଇନ୍ ? ସଂପୂର୍ଣ୍ଣ ଅନଲକ୍ କୁ ଯିବେ କି ରାଜ୍ୟ ସରକାର ? ନିୟମରେ ଆହୁରି କୋହଳ ହେବ ନା ତୃତୀୟ ଲହରକୁ ଦୃଷ୍ଟିରେ ରଖି କଟକଣା ଜାରି ରହିବ । ଏସବୁ ପ୍ରଶ୍ନ ନେଇ ଆଜି ଆସିପାରେ ବଡ଼ ଘୋଷଣା । ରାଜ୍ୟରେ ୨ପ୍ରତିଶତକୁ ଖସିଛି ପଜିଟିଭ ହାର । ହେଲେ ଦୈନିକ ସଂକ୍ରମଣ ଟ୍ରେଣ୍ଡ ୧୬ଶହରୁ ୧୮ଶହ ମଧ୍ୟରେ ରହୁଛି। ସେହିପରି ଟ୍ୱିନ୍ ସିଟିରେ ସଂକ୍ରମଣ ସ୍ଥିର ରହିଛି । ତେଣୁ ରାଜ୍ୟରେ ସଂପୂର୍ଣ୍ଣ ଅନଲକ୍ କରିବା ସମ୍ଭବ ନୁହେଁ । ପୂରା ଖୋଲିଲେ ସ୍ଥିତି ବିଗିଡି ଯାଇପାରେ ବୋଲି ଆଶଙ୍କା କରିଛି ସ୍ବାସ୍ଥ୍ୟ ବିଭାଗ । ତେଣୁ ଅଗଷ୍ଟ ନୂଆ ଗାଇଡ୍‌ଲାଇନରେ କଟକଣା ସମ୍ପୁର୍ଣ୍ଣ କୋହଳ ହୋଇନପାରେ ।

ଏ-କ୍ୟାଟେଗୋରୀରେ ଥିବା ୨୦ଟି ଜିଲ୍ଲାରେ କଟକଣା ଆହୁରି କୋହଳ ହୋଇପାରେ । କଟକ, ଭୁବନେଶ୍ବର, ପୁରୀକୁ ଛାଡି ବି-କ୍ୟାଟେଗୋରୀର ଅନ୍ୟ ଜିଲ୍ଲାରେ କଟକଣା କୋହଳ କରାଯାଇପାରେ । ନୂଆ ଗାଇଡଲାଇନରେ ଏ-କ୍ୟାଟେଗୋରୀର ୨୦ଟି ଜିଲ୍ଲାରେ ମଲ୍, ସିନେମା ହଲ୍, ମନ୍ଦିର ଓ ଧର୍ମସ୍ଥଳୀ ଖୋଲିବା ପାଇଁ ଅନୁମତି ଦିଆଯାଇପାରେ । ସେହିପରି ସ୍ବାଭାବିକ ଭାବେ ସକାଳୁ ରାତି ପର୍ଯ୍ୟନ୍ତ ସମସ୍ତ ଦୋକାନ ବଜାର ଖୋଲିବ । କିନ୍ତୁ କୋଭିଡ ନିୟମକୁ କଡାକଡି ଭାବେ ପାଳନ କରାଯିବ । ସେହିପରି ବି-କ୍ୟାଟେଗୋରୀ ଜିଲ୍ଲାରେ ସକାଳ ୬ରୁ ରାତି ୮ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରହିବ । ସାପ୍ତାହିକ ସଟ୍‌ଡାଉନ ହଟାଯାଇ କେବଳ ରାତ୍ରୀକାଳୀନ କର୍ଫ୍ୟୁ ଜାରି ରହିପାରେ । ଏବେ ବିପଦ ଟଳିନଥିବାରୁ କଟକଣା ଭିତରେ ନୂଆ ଗାଇଡଲାଇନ୍‌ କରିବାକୁ ସ୍ବାସ୍ଥ୍ୟ ବିଶେଷଜ୍ଞ ପରାମର୍ଶ ଦେଇଛନ୍ତି ।