PS Biranchi Sahoo - The Sakala

ସରିଲା ରିମାଣ୍ଡ; ଜେଲଗଲେ କୋଟିପତି ପିଏସ ବିରଞ୍ଚି ସାହୁ, ମିଳିଲା ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ
ଭୁବନେଶ୍ୱର: ରିମାଣ୍ଡ ସରିବା ପରେ କୋଟିପତି ପିଏସ ବିରଞ୍ଚି ସାହୁକୁ ଜେଲ ପଠାଇ ଦିଆଯାଇଛି । ରିମାଣ୍ଡ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଥିବା ସୂଚନା ମିଳିଛି । ତାଙ୍କର ବ୍ୟାଙ୍କ ଆକାଉଣ୍ଟ ଯାଞ୍ଚ କରାଯାଉଥିବାବେଳେ ତାଙ୍କ ପତ୍ନୀ ୯ଶହ ଜଣଙ୍କ ପଲିସି କରିଥିବା ଜଣାଯାଇଛି । ସେଥି ମଧ୍ୟରୁ ୨୧ଜଣ କ୍ୟାଣ୍ଡିଡେଟ ପଲିସି କରିଛନ୍ତି । ବିରଞ୍ଚିଙ୍କ ଆୟବହିର୍ଭୂତ ସମ୍ପତ୍ତି ପରିମାଣ ୩ କୋଟି ୫୧ ଟଙ୍କା ହୋଇଥିବାବେଳେ ଏହା ପ୍ରକୃତ ସମ୍ପତ୍ତି ଠାରୁ ୨୬୮ ଗୁଣ ବୋଲି ଆକଳନ କରାଯାଇଛି ।

ଏହା ସହ ୧୧୪ଟି ଆଡମିଟ କାର୍ଡ ଜବତ ହୋଇଛି । ସେଥି ମଧ୍ୟରୁ ୧୦୭ଜଣ କେଉଁଠି ଚାକିରୀ ପାଇ ନଥିବା ତଦନ୍ତରୁ ଜଣା ପଡିଛି । ଅବଶିଷ୍ଟ ୭ଜଣକୁ ନେଇ ଯାଞ୍ଚ କରାଯାଉଛି । ବିରଞ୍ଚିଙ୍କ ଅନେକଗୁଡିଏ ଅଣ୍ଡର ଭ୍ୟାଲୁ ପ୍ରପଟି ରହିଛି ବୋଲି ସୂଚନା ମିଳିଛି । ମନି ଲଣ୍ଡ୍ରିଙ୍ଗ ନେଇ ଇଡି ତଦନ୍ତ କରୁଛି, ସେ ଦିଗରେ ଭିଜିଲାନ୍ସ ବି ନଜର ରଖିଛି । ସେପଟେ ପତ୍ନୀ ଓ ସଢ଼ୁ ଏବେ ବି ଫେରାର ରହିଥିବା ସୂଚନା ମିଳିଛି ।

ଗିରଫ ହେଲେ OSSCର କୋଟିପତି ପିଏସ୍ ବିରଞ୍ଚି ସାହୁ; ମୋଟ ୩କୋଟି ୭୯ ଲକ୍ଷ ଟଙ୍କାର ସମ୍ପତ୍ତି ଠାବ
ଭୁବନେଶ୍ୱର: ଗିରଫ ହେଲେ କୋଟିପତି ପିଏସ୍ ବିରଞ୍ଚି ନାରାୟଣ ସାହୁ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଗତକାଲି ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନର (ଏସ୍‌ଏସ୍‌ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରୀ (ପିଏସ୍‌) ବିରଞ୍ଚି ନାରାୟଣ ସାହୁଙ୍କ ଘରେ ରେଡ କରିଥିଲା। ବିଳମ୍ବିତ ରାତି ଯାଏଁ ରେଡ୍ ପରେ ବିରଞ୍ଚିଙ୍କୁ ଗିରଫ କଲା ଭିଜିଲାନ୍ସ । ଆଜି ତାଙ୍କୁ କୋର୍ଟ ଚାଲାଣ କରାଯିବ । ବିରଞ୍ଚିଙ୍କ ଘରୁ ପୁଳାପୁଳା ଟଙ୍କା ସହିତ ଜବତ ହୋଇଥିଲା କେଜିଏରୁ ଅଧିକ ସୁନା । ୨୦ଘଣ୍ଟା ଧରି ମାରାଥନ ରେଡ୍‌ ପରେ ରାତି ସାଢ଼େ ୨ଟାରେ ସରିଥିଲା ରେଡ଼ । ସ୍ଥାବର ଅସ୍ଥାବର ସମ୍ପତ୍ତିର ହିସାବ କରିଛି ଭିଜିଲାନ୍ସ । ବିରଞ୍ଚିଙ୍କ ଘରୁ ଦେଢ କେଜି ସୁନା ଓ ଅଳଙ୍କାର ଜବତ ହୋଇଛି । ଜବତ ସୁନାର ମୂଲ୍ୟ ୬୦ ଲକ୍ଷରୁ ଅଧିକ ଟଙ୍କା ହେବ । ଏହା ସହିତ ୫୬ ଲକ୍ଷ ଟଙ୍କାର ଜୀବନବୀମା, ନଗଦ ୨୫ଲକ୍ଷ ଟଙ୍କା ଓ ବିପୁଳ ପରିମାଣର ବ୍ୟାଙ୍କ ଡିପୋଜିଟ୍ ଜବତ କରିଛି ଭିଜିଲାନ୍ସ ।

ଏଥିସହିତ ନିଯୁକ୍ତି ସମ୍ବନ୍ଧୀୟ ଆଡମିଟ୍ କାର୍ଡ, ଦାମୀ କାର ଏବଂ ବାଇକ ଜବତ କରାଯାଇଛି । ସେହିପରି ନୀଳାଦ୍ରିବିହାରରେ ୨ମହଲା କୋଠା, ଭକ୍ତିବିହାରରେ କୋଠା ସମେତ ଭୁବନେଶ୍ୱର, ଖୋର୍ଦ୍ଧା ଓ ପୁରୀରେ ୧୪ଟି ପ୍ଲଟ ଠାବ ହୋଇଛି । ବର୍ତ୍ତମାନ ସୁଦ୍ଧା ବିରଞ୍ଚିଙ୍କ ନିକଟରୁ ୩କୋଟି ୭୯ଲକ୍ଷର ସମ୍ପତ୍ତି ଠାବ ହୋଇଥିବା ସୂଚନା ମିଳିଛି । ଶୁକ୍ରବାର ସକାଳେ ଭିଜିଲାନ୍ସ ଚଢ଼ଉ କରିଥିଲା । ଏହି ଚଢ଼ଉରେ ଭିଜିଲାନ୍ସ ଏସ୍‌ପି ଆର୍‌ ପ୍ରକାଶଙ୍କ ସମେତ ୪ ଜଣ ଡିଏସ୍‌ପି, ୧୩ ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀ ସାମିଲ ହୋଇଥିଲେ । ଏତେ ଟଙ୍କା ଓ ସମ୍ପତ୍ତି କେଉଁଠୁ ଆସିଲା, ସେ ନେଇ ତଦନ୍ତ ଜାରି ରହିଛି ।