V.K Pandian - The Sakala

ନିଜ କାର୍ଯ୍ୟକାଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବପ୍ନର ଓଡ଼ିଶାକୁ ବାସ୍ତବ ରୂପ ଦେଇଛନ୍ତି ଭି.କେ. ପାଣ୍ଡିଆନ
ଭୁବନେଶ୍ବର: ଗତକାଲି ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିବା ବରିଷ୍ଠ ଆଇଏଏସ୍‌ ଅଧିକାରୀ ତଥା ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କାର୍ତ୍ତିକେୟ ପାଣ୍ଡିଆନଙ୍କୁ 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। । ୨୦୦୦ ବ୍ୟାଚର ଆଇଏଏସ ଅଫିସର ଭି.କେ. ପାଣ୍ଡିଆନ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଉପଜିଲ୍ଲାପାଳ ଭାବେ ଆରମ୍ଭ କରିଥିଲେ ନିଜ କ୍ୟାରିୟର । ୨୦୦୨-୦୪ ପର୍ଯ୍ୟନ୍ତ ତୁଲାଇଥିଲେ ଉପଜିଲ୍ଲାପାଳ ଦାୟିତ୍ବ । ଏହି ସମୟରେ ଚାଷୀଙ୍କ ଅଧିକାର ପାଇଁ କାମ କରିଥିଲେ । ମିଲର ରାଜକୁ ଦମନ କରିବା ସହ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରଳୀକରଣ ପାଇଁ ନେଇଥିଲେ ପଦକ୍ଷେପ ।

ପରେ ୨୦୦୫ରୁ ୨୦୦୭ ପର୍ଯ୍ୟନ୍ତ ହୋଇଥିଲେ ମୟୂରଭଞ୍ଜ ଜିଲ୍ଲାପାଳ । ଭିନ୍ନକ୍ଷମଙ୍କ ପୁନର୍ବାସ ଯୋଜନାରେ ରାଷ୍ଟ୍ରପତିଙ୍କଠାରୁ ସେ ସମୟରେ ସେ ଜାତୀୟ ପୁରସ୍କାର ପାଇଥିଲେ । ଭିନ୍ନକ୍ଷମ ସଶକ୍ତିକରଣରେ ସେ ଆରମ୍ଭ କରିଥିବା ସିଙ୍ଗଲ ଓ୍ବିଣ୍ଡୋ ବ୍ୟବସ୍ଥା ସାରା ଦେଶ ପାଇଁ ମଡେଲ ହୋଇଛି । ଦେଶର ଅନ୍ୟ ରାଜ୍ୟମାନେ ମଧ୍ୟ ଏହି ମଡେଲକୁ ଆପଣାଇଛନ୍ତ ।

ଲାଲ ବାହାଦୁର ଶାସ୍ତ୍ରୀ ଜାତୀୟ ପ୍ରଶାସନିକ ଏକାଡେମୀ ପକ୍ଷରୁ ଭି.କେ ପାଣ୍ଡିଆନଙ୍କୁ ପ୍ରଶାସକ ଓ ସାମରିକ ବାହିନୀର ମିଳିତ ପାଠ୍ୟକ୍ରମ ଉପରେ ବକ୍ତବ୍ୟ ରଖିବାକୁ ବହୁବାର ନିମନ୍ତ୍ରଣ କରାଯାଇଛି । ଲୋକକଲ୍ୟାଣ ପ୍ରଶାସନ ଦ୍ବାରା କିଭଳି ମାଓବାଦୀ କାର୍ଯ୍ୟକଳାପକୁ ହ୍ରାସ କରାଯାଇପାରିବ ତାହା ସେ ମୟୂରଭଞ୍ଜ ଜିଲ୍ଲାପାଳ ଥିବାବେଳେ କରି ଦେଖାଇଥିଲେ । ଭିନ୍ନକ୍ଷମଙ୍କ ସଶକ୍ତିକରଣରେ ସେ କରିଥିବା କାର୍ଯ୍ୟ ପାଇଁ ତାଙ୍କୁ ହେଲେନ କେଲର ପୁରସ୍କାର ମଧ୍ୟ ମିଳିଛି ।

୨୦୦୭ରୁ ୨୦୧୧ ଯାଏଁ ଗଞ୍ଜାମ ଜିଲ୍ଲାପାଳ ଥିଲେ ଭି.କେ. ପାଣ୍ଡିଆନ । ଏହି ସମୟରେ ଗଞ୍ଜାମକୁ ମିଳିଛି ଅଶେଷ ସଫଳତା । ପାଣ୍ଡିଆନଙ୍କ ସମୟରେ ୪ ଥର ଜାତୀୟ ପୁରସ୍କାର ପାଇଛି ଗଞ୍ଜାମ । ଏଡସ ଆକ୍ରାନ୍ତଙ୍କ ପାଇଁ ଉଲ୍ଲେଖନୀୟ କାମ ପାଇଁ ତାଙ୍କୁ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି । ନରେଗାରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲ୍ଲା ଭାବେ ଦୁଇ ଦୁଇ ଥର ତାଙ୍କୁ ଜାତୀୟ ପୁରସ୍କାର ମିଳିଛି । ଜିଲ୍ଲାପାଳ ଥିବା ସମୟରେ ନରେଗା ଯୋଜନାରେ ବ୍ୟାଙ୍କ ଜରିଆରେ ମଜୁରୀ ସିଧାସଳଖ ଶ୍ରମିକଙ୍କ ପାଖରେ ପହଞ୍ଚାଇବା ପ୍ରକ୍ରିୟା ସେ ଆରମ୍ଭ କରିଥିଲେ । ପରବର୍ତ୍ତୀ ସମୟରେ କେନ୍ଦ୍ର ସରକାର ଏହି ମଡେଲକୁ ଆପଣାଇ ସାରା ଦେଶରେ ଲାଗୁ କରିଥିଲେ ।

ରାଉରକେଲା ଏଡିଏମ ଭାବେ ମଧ୍ୟ ସେ କିଛିଦିନ ଦାୟିତ୍ବ ତୁଲାଇଥିଲେ । ସେ ସମୟରେ ସମ୍ପୂର୍ଣ୍ଣ ଭାବେ ବୁଡ଼ିଯାଇଥିବା ବିଏସଏସ ମାର୍କେଟ କମ୍ପ୍ଲେକ୍ସକୁ ଆର୍ଥିକ ସ୍ବାବଲମ୍ବୀ କରାଇଥିଲେ । ସେ ୨୦୧୧ରୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ରହିଥିଲେ । ୨୦୧୯ରେ 5T ସଚିବ ଭାବେ ଦାୟିତ୍ବ ନେଇଥିଲେ । ୨୩ ବର୍ଷ ଧରି ଭାରତୀୟ ପ୍ରଶାସନିକ ସେବାରେ କାର୍ଯ୍ୟରତ ଥିଲେ ଭି.କେ ପାଣ୍ଡିଆନ । ଗତକାଲି ଚାକିରିରୁ ସ୍ବେଚ୍ଛାକୃତ ଅବସର ନେଇଛନ୍ତି ଭି.କେ. ପାଣ୍ଡିଆନ ।

ପୁରୀରେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ଅନୁଧ୍ୟାନ କଲେ 5T ସଚିବ ଭି.କେ ପାଣ୍ଡିଆନ
ପୁରୀ: ଶ୍ରୀକ୍ଷେତ୍ର ପୁରୀରେ 5ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । ଆଜି ସକାଳୁ ସେ ପୁରୀ ଆସିଥିବା ବେଳେ ଶ୍ରୀମନ୍ଦିର ଯାଇ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି। ମହାପ୍ରଭୁଙ୍କୁ ଦର୍ଶନ କରି ସାରିବା ପରେ ସେ ଉତ୍ତର ଦ୍ୱାର ନିକଟରେ ଜାରି ରହିଥିବା ପରିକ୍ରମା ପ୍ରକଳ୍ପର କାର୍ଯ୍ୟକୁ ଅନୁଧ୍ୟାନ ମଧ୍ୟ କରିଥିଲେ। ବାହାର ରାସ୍ତା କାର୍ଯ୍ୟ ଶେଷ ହୋଇଥିବା ବେଳେ ଅନ୍ୟାନ୍ୟ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ନିର୍ମାଣ କାରୀ ସଂସ୍ଥାର ଅଧିକାରୀ ମାନଙ୍କ ଠାରୁ ପଚାରି ବୁଝିଥିଲେ। 5ଟି ଙ୍କ ସହିତ ତାଙ୍କ ପତ୍ନୀ ତଥା ମିଶନ ଶକ୍ତିର ସଚିବ ସୁଜାତା କାର୍ତ୍ତିକେୟାନ ପାଣ୍ଡିଆନ ମଧ୍ୟ ଆସିଥିବା ବେଳେ ମହାପ୍ରଭୁଙ୍କୁ ଦର୍ଶନ ସାରି ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିଥିବା ଜଣାପଡ଼ିଛି।

କଳାହାଣ୍ଡିରେ ବିକାଶର ମାରାଥନ ସମୀକ୍ଷା କରୁଛନ୍ତି 5T ସଚିବ, ଖୁବଶୀଘ୍ର ନୂଆ ରୂପ ପାଇବ ବେଲଖଣ୍ଡି ଶିବ ମନ୍ଦିର
କଳାହାଣ୍ଡି: ଦୁଇ ଦିନିଆ କଳାହାଣ୍ଡି ଗସ୍ତରେ ୫ଟି ସଚିବ ଭିକେ ପାଣ୍ଡିଆନ । କଳାହାଣ୍ଡି ଜିଲ୍ଲାରେ ବିକାଶର ମାରାଥନ ସମୀକ୍ଷା କରୁଛନ୍ତି ୫ଟି ସଚିବ । ଉତକେଲାରେ ବେଲଖଣ୍ଡି ଶିବ ମନ୍ଦିର ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିଛନ୍ତି 5T ସଚିବ । ମହାଦେବଙ୍କୁ ଦର୍ଶନ ପରେ ବିକାଶର ପ୍ରତିଶ୍ରୁତି ଦେଇଛନ୍ତି 5T ସଚିବ । ଖୁବଶୀଘ୍ର ନୂଆ ରୂପ ପାଇବ ବେଲଖଣ୍ଡି ଶିବ ମନ୍ଦିର । ୧୫ ଦିନରେ ପ୍ଲାନ ପ୍ରସ୍ତୁତ କରି ଦାଖଲ କଲେ ଖୁବଶୀଘ୍ର ମଞ୍ଜୁରୀ ମିଳିବ ବୋଲି କହିଛନ୍ତି ଭି.କେ ପାଣ୍ଡିଆନ । ବେଲଖଣ୍ଡି ମନ୍ଦିରର ଉନ୍ନତି ପାଇଁ ଯାହା ଦରକାର, ମୁଖ୍ୟମନ୍ତ୍ରୀ ସବୁ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିବା କହିଛନ୍ତି 5T ସଚିବ । ସେଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯିବା ସହ ତାଙ୍କ ସହ ହାତ ମିଳାଇବାକୁ ସମସ୍ତେ ଉତ୍ସାହିତ ଥିଲେ ।

କଳାହାଣ୍ଡିରେ ଲୋକଙ୍କ ଭଲପାଇବା ଦେଖି ବେଶ୍‌ ଖୁସି ଥିବା କହିଲେ 5T ସଚିବ । ମୁଖ୍ୟମନ୍ତ୍ରୀ ତାଙ୍କୁ ପଠାଇଛନ୍ତି । ଲୋକଙ୍କ ସହ କଥା ହୋଇ ସିଧା ସେମାନଙ୍କ ସମସ୍ୟାର ସମାଧାନ କରିବେ ବୋଲି କହିବା ପରେ ଖୁସି ଜାହିର କରିଥିଲେ ସାଧାରଣ ଲୋକ । ଏହାସହ ମିଶନ ଶକ୍ତି ମାଆମାନଙ୍କ ସହ କଥା ହୋଇଥିଲେ । ସେମାନଙ୍କ ଉନ୍ନତି ପାଇଁ ସହଯୋଗ ସବୁବେଳେ ରହିବ ବୋଲି କହିଛନ୍ତି । ଭଲ କାମ କରିବା ଓ ମୁଖ୍ୟମନ୍ତ୍ରୀଙ୍କ ହାତମୁଠା ଟାଣ କରିବାକୁ ଆହ୍ବାନ ଦେଇଛନ୍ତି ଭି.କେ ପାଣ୍ଡିଆନ । ଏହାସହ ଲୋକଙ୍କ ଦାବିପତ୍ର ଗ୍ରହଣ କରିଛନ୍ତି 5T ସଚିବ ।

ପୁରୀରେ ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ବିକାଶମୂଳକ କାର୍ଯ୍ୟର ଅନୁଧ୍ୟାନ କଲେ 5T ସଚିବ ଭି.କେ ପାଣ୍ଡିଆନ
ପୁରୀ: ପୁରୀରେ 5T ସଚିବ ଭି.କେ ପାଣ୍ଡିଆନ । ଶ୍ରୀଜିଉଙ୍କୁ ଦର୍ଶନ କରିବା ସହ ବିକାଶମୂଳକ କାର୍ଯ୍ୟର ଅନୁଧ୍ୟାନ କଲେ 5T ସଚିବ ଭି.କେ ପାଣ୍ଡିଆନ । ଶ୍ରୀମନ୍ଦିର ସମ୍ମୁଖରେ ଚାଲୁଥିବା ନିର୍ମାଣ କାର୍ଯ୍ୟ ଦେଖିବା ସହ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ସେହିପରି ଶ୍ରୀସେତୁ ପ୍ରକଳ୍ପ କାର୍ଯ୍ୟର ମଧ୍ୟ ଅନୁଧ୍ୟାନ କରିଛନ୍ତି 5T ସଚିବ ଭିକେ ପାଣ୍ଡିଆନ ।

କଟକରେ 5T ସଚିବ ଭି.କେ ପାଣ୍ଡିଆନ୍, ବିଭିନ୍ନ ଉନ୍ନୟନମୂଳକ କାମର କରୁଛନ୍ତି ସମୀକ୍ଷା
କଟକ: କଟକରେ 5T ସଚିବ ଭି.କେ ପାଣ୍ଡିଆନ୍ । କଟକରେ ଦ୍ରୁତଗତିରେ ଆଗେଇ ଚାଲିଛି ବିଭିନ୍ନ ଉନ୍ନୟନମୂଳକ କାମ । ଯାହାର ସମୀକ୍ଷା କରିବାକୁ କଟକରେ ପହଞ୍ଚିଛନ୍ତି 5T ସଚିବ ଭି.କେ. ପାଣ୍ଡିଆନ । ଶୀଘ୍ର ସରିବ କଟକ ନେତାଜୀ ସୁଭାଷ ଚନ୍ଦ୍ର ବୋଷ ବସ ଟର୍ମିନାଲ ନିର୍ମାଣ କାର୍ଯ୍ୟକ୍ରମ । କଟକ ଯାଇ ଗ୍ରାଉଣ୍ଡ ଜିରୋରେ ଟର୍ମିନାଲ ନିର୍ମାଣର ସମୀକ୍ଷା କରିଛନ୍ତି 5T ସଚିବ । ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା କରି ବସ ଟର୍ମିନାଲର ଅଗ୍ରଗତି ସମ୍ପର୍କରେ କରିଛନ୍ତି ଅନୁଧ୍ୟାନ । ଏଣ୍ଟ୍ରି ଓ ଏଗଜିଟ ପଏଣ୍ଟ ବୁଲି ଦେଖିବା ସହ ଅଫିସ, ଦୋକାନ ଗୃହ ଓ ଯାତ୍ରୀଙ୍କ ପାଇଁ ଅନ୍ୟାନ୍ୟ ସୁବିଧା ସମ୍ପର୍କରେ ଅନୁଧ୍ୟାନ କରିଛନ୍ତି । ଗୁଣାବତ୍ତାକୁ ଧ୍ୟାନ ଦେଇ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ କାମ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି 5T ସଚିବ ।

ବସଷ୍ଟାଣ୍ଡର ୯୦ ପ୍ରତିଶତ ନିର୍ମାଣ ଶେଷ ହୋଇଥିବାବେଳେ ଆଉ ଅଳ୍ପ କିଛି କାମ ବାକି ରହିଛି । ଆସନ୍ତା ମେ ମାସରେ ଏହି କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ୧୫ ଏକର ଜମିରେ ପାଖପାଖି ୬୫ କୋଟି ଟଙ୍କାରେ ବସ ଟର୍ମିନାଲର ନିର୍ମାଣ ଜାରି ରହିଛି । ୨୦୨୧ ଜୁନ ମାସରେ କୋଭିଡ କଟକଣା ଭିତରେ କାମ ଆରମ୍ଭ ହୋଇଥିଲା । ରାଜ୍ୟ ସରକାରଙ୍କ ତତ୍ପରତା ପାଇଁ ଦୃତ ଗତିରେ ନିର୍ମାଣ କାମ କରାଯାଇଥିଲା ।

ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଟର୍ମିନାଲ ହେବ ରାଜ୍ୟର ପ୍ରଥମ ମଡେଲ ବସ୍ ଟର୍ମିନାଲ । ଗୋଟିଏ ସ୍ଥାନରେ ଯାତ୍ରୀମାନଙ୍କୁ ରେଳ ଷ୍ଟେସନ ଓ ବିମାନ ବନ୍ଦର ଭଳି ସେବା ମିଳିପାରିବ । ପ୍ରାୟ ୨୦୦ଟି ବସ୍ ଏକା ସାଙ୍ଗରେ ରହିବା ସହ ବସ୍ ଏଣ୍ଟ୍ରି ଓ ଏକଜିଟ ପାଇଁ ଅଲଗା ରାସ୍ତା ରହିଛି । ଡ୍ରାଇଭରଙ୍କ ପାଇଁ ରେଷ୍ଟରୁମ, ମହିଳା ଓ ପୁରୁଷ ଯାତ୍ରୀଙ୍କ ପାଇଁ ଡର୍ମିଟୋରୀ ରହିଛି । ସୂଚନା କେନ୍ଦ୍ରରେ ଯାତ୍ରୀମାନେ ବସର ସମୟ, ସିଟ୍, କ୍ଷମତା, ଦୂରତାର ସମସ୍ତ ସୂଚନା ପାଇ ପାରିବେ । ସୁରକ୍ଷା ପାଇଁ ସିସିଟିଭି ସହ ପୋଲିସ୍ ଆଉଟ ପୋଷ୍ଟରେ ୨୪ ଘଣ୍ଟିଆ ପ୍ରହରା ରହିବ । ଅତ୍ୟାଧୁନିକ ବସ୍ ଟର୍ମିନାଲରେ ସମୁଦାୟ ୩୩ଟି ରୁମ୍ ରହିଛି । ଗ୍ରାଉଣ୍ଡ ଫ୍ଲୋରରେ ୩୦ଟି ଦୋକାନ ଘର ଥିବା ବେଳେ, ଫାଷ୍ଟ ଓ ସେକେଣ୍ଡ ଫ୍ଲୋରରେ ସପିଂ ମଲ ପାଇଁ ଅଛି ବଡ଼ ବଡ଼ କର୍ମସିଆଲ ରୁମ ।

ଚଣ୍ଡି ମନ୍ଦିରରେ ଫାଇଫ-ଟି ସଚିବ

ବସ ଟର୍ମିନାଲର ସମୀକ୍ଷା ପରେ କଟକ ଚଣ୍ଡୀ ମନ୍ଦିର ଯାଇ ମାଆଙ୍କୁ ଦର୍ଶନ କରିଥିଲେ 5T ସଚିବ । ପୂଜାର୍ଚ୍ଚନା କରିବା ପରେ ମନ୍ଦିରର ରୂପାନ୍ତରଣ କାର୍ଯ୍ୟର ସମୀକ୍ଷା କରିଥିଲେ । ବରିଷ୍ଠ ଅଧିକାରୀ ଓ ଉନ୍ନତିକରଣ ଦାୟିତ୍ବରେ ଥିବା ଅଧିକାରୀଙ୍କ ସହିତ 5T ସଚିବ ଆଲୋଚନା କରିଥିଲେ । ନକ୍ସା ଦେଖି ମନ୍ଦିରର ସୌନ୍ଦର୍ଯ୍ୟକରଣର ଅଗ୍ରଗତି ସମ୍ପର୍କରେ ଅନୁଧ୍ୟାନ କରିଥିଲେ । ପରେ ମନ୍ଦିରର ଚାରିପାଖର ଉନ୍ନତିକରଣ ବୁଲି ଦେଖିବା ସହ ଆସନ୍ତା ନଭେମ୍ବର ମାସ ସୁଦ୍ଧା କାମ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

୭୦ କୋଟି ଟଙ୍କାରେ ମନ୍ଦିରର ଉନ୍ନତିକରଣ କାର୍ଯ୍ୟ ଜାରି ରହିଛି । ମନ୍ଦିର ମଧ୍ୟରେ ଓ ଚାରିପାଖରେ ସୁନ୍ଦର ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯାଉଛି । ମନ୍ଦିର ଚତୁଃପାର୍ଶ୍ବରେ ପଥର ପାଚେରି ସହିତ ଚାରି ଦିଗରେ ନିର୍ମାଣ କରାଯାଉଛି ଚାରୋଟି ଦ୍ବାର । ନୂଆ ଜଗମୋହନ, ଯଜ୍ଞ ମଣ୍ଡପ, ଚଣ୍ଡୀପାଠ ମଣ୍ଡପ, ମୁଣ୍ଡନ ମଣ୍ଡପ, ହନୁମାନ ମନ୍ଦିର ଏବଂ ନୂଆ ରୋଷଘର ନିର୍ମାଣ ଚାଲିଛି । ମନ୍ଦିର ପରିସରକୁ ଖୋଣ୍ଡାଲାଇଟ ପଥରରେ ବିଛାଯାଉଛି । ଆଲୋକୀକରଣ ସହ ସରୁକ୍ଷାକୁ ଦୃଷ୍ଟିରେ ରଖି CCTV ଲଗାଯିବା ପ୍ରକ୍ରିଆ ଆରମ୍ଭ ହୋଇଛି । ଯାତ୍ରୀଙ୍କ ସୁବିଧା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ କଣ୍ଟ୍ରୋଲ ରୁମ୍, ପ୍ରସାଦ ସେବନ ବ୍ୟବସ୍ଥା, ବିଶୁଦ୍ଧ ପାନୀୟ ଜଳ, ବ୍ୟାଖ୍ୟାନ କେନ୍ଦ୍ର ବିକାଶ ଉପରେ ଗୁରୁତ୍ବ ଦିଆଯାଇଛି । ଏହାସହ ଯାତ୍ରୀ ନିବାସ, ବିସ୍ଥାପିତ ଦୋକାନୀଙ୍କ ପାଇଁ ଦୋକାନ, ମନ୍ଦିର ପରିସରରେ ସେବାୟତଙ୍କ ପାଇଁ ବିଶ୍ରାମ ଗୃହ, ଅଫିସ ଗୃହ ଆଦି ନିର୍ମାଣ ହେଉଛି । ପାର୍କିଂ ସହିତ ଖୋଲା ସ୍ଥାନର ମଧ୍ୟ ବିକାଶ କରାଯିବ । ଚଣ୍ଡୀ ମନ୍ଦିର ପାଖ ବାଟ ମଙ୍ଗଳା ମନ୍ଦିରର ମଧ୍ୟ ପୁନଃନିର୍ମାଣ କାର୍ଯ୍ୟକରାଯାଉଛି ।

ସୁନ୍ଦରଗଡ଼ ସରକାରୀ ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟର ବିଭିନ୍ନ ଆନୁଷଙ୍ଗିକ ବ୍ୟବସ୍ଥାର ତଦାରଖ କଲେ 5T ସଚିବ ଭି.କେ ପାଣ୍ଡିଆନ୍
ସୁନ୍ଦରଗଡ଼: ସୁନ୍ଦରଗଡ଼ରେ 5T ସଚିବ ଭି.କେ ପାଣ୍ଡିଆନ୍ । ଆଜି ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ବ୍ଳକ ଅନ୍ତର୍ଗତ ସରକାରୀ ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ଗସ୍ତ କରିଛନ୍ତି 5T ସଚିବ । ସ୍କୁଲରେ ପହଞ୍ଚିବା ପରେ ଛାତ୍ରୀଙ୍କ ସହ ଆଲୋଚନା କରିଛନ୍ତି 5T ସଚିବ । ଏହାସହ ସ୍କୁଲର ଆନୁଷଙ୍ଗିକ ବ୍ୟବସ୍ଥାର ମଧ୍ୟ ତଦାରଖ କରିଛନ୍ତି ।

ପୁରୀ ଗସ୍ତରେ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କଲେ 5T ସଚିବ ଭି କେ ପାଣ୍ଡିଆନ
ପୁରୀ: ଆଜି ପୁରୀ ଗସ୍ତରେ ଯାଇ ଚତୁର୍ଦ୍ଧା ମୂରତିଙ୍କୁ ଦର୍ଶନ କରିଛନ୍ତି 5T ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନ । ବେଢା ପରିକ୍ରମା କରିବା ସହ ବିମଳା ମନ୍ଦିର, ଲକ୍ଷ୍ମୀ ମନ୍ଦିର ଓ ପାର୍ଶ୍ୱ ଦେବାଦେବୀ ମନ୍ଦିରରେ ଦର୍ଶନ କରିଛନ୍ତି । ତେବେ 5T ସଚିବଙ୍କ ସହ ତାଙ୍କ ପତ୍ନୀ ତଥା ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ମଧ୍ୟ ପୁରୀ ଗସ୍ତରେ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଦର୍ଶନ ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତନ କରିଥିବା ସୂଚନା ମିଳିଛି ।

ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ୫ଟି ସଚିବ ଭି.କେ ପାଣ୍ଡିଆନ୍, ଶିଳ୍ପ ଓ ଶିଳ୍ପାଞ୍ଚଳର ବିକାଶ ନେଇ ସମୀକ୍ଷା ବୈଠକ
ଖୋର୍ଦ୍ଧା: ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ୫ଟି ସଚିବ ଭି.କେ ପାଣ୍ଡିଆନ୍ । ଶିଳ୍ପ ଓ ଶିଳ୍ପାଞ୍ଚଳର ବିକାଶ ନେଇ ସମୀକ୍ଷା ବୈଠକ ହୋଇଛି। ବୈଠକରେ ଇଡକୋ ପରିଚାଳନା ନିର୍ଦ୍ଦେଶକ ଭୁପେନ୍ଦ୍ର ସିଂ ପୁନିଆଙ୍କ ସମେତ ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ, ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କାଟ୍ଟାରିଆଙ୍କ ସମେତ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ମାନେ ସାମିଲ ହୋଇଛନ୍ତି। ଖୋର୍ଦ୍ଧା ଶିଳ୍ପାଞ୍ଚଳର ଉଦ୍ୟୋଗୀ ଏବଂ ବିଭିନ୍ନ କମ୍ପାନୀର ପ୍ରତିନିଧିଙ୍କ ସହ ଆଲୋଚନା କରୁଛନ୍ତି ୫ଟି ସଚିବ । ପ୍ରଥମେ ଏସଏମଏସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ଼ରେ ପହଞ୍ଚି କମ୍ପାନୀ ପରିଦର୍ଶନ ସହ ଅଧିକାରୀ ମାନଙ୍କ ସହ ଆଲୋଚନା କରୁଛନ୍ତି ।

ଇଣ୍ଡନିସନ ଫୁଡ ପ୍ରାଇଭେଟ ଲିମିଟେଡ଼, ହିନ୍ଦୁସ୍ଥାନ କୋକାକୋଲା, ସେଞ୍ଚୁରି ଫାଇଭର ପ୍ଳେଟସ୍ ପ୍ରାଇଭେଟ ଲିମିଟେଡ଼ ର ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରୁଛନ୍ତି। ବିଶେଷ କରି ଶିଳ୍ପାଞ୍ଚଳର ବିକାଶ, ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି, ଉତ୍ପାଦନ କ୍ଷମତା ବୃଦ୍ଧି କରିବା, ଅଧିକ ପୁଞ୍ଜି ନିବେଶ କରିବା, କ୍ବାଲିଟି ପ୍ରଡକ୍ଟ ଉତ୍ପାଦନ ଉପରେ ଗୁରୁତ୍ୱ ଦେଇଛନ୍ତି ୫ଟି ସଚିବ।

ଦୂର ହେବ ଭୁବନେଶ୍ୱରର ଟ୍ରାଫିକ୍ ସମସ୍ୟା, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ବଡ଼ି ଭୋରୁ ବିଭିନ୍ନ ଛକ ବୁଲିଲେ ୫-ଟି ସଚିବ ଭି.କେ ପାଣ୍ଡିଆନ
ଭୁବନେଶ୍ବର : ରାଜଧାନୀ ଭୁବନେଶ୍ୱରର ଲୋକସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଗାଡ଼ି ମୋଟର ସଂଖ୍ୟାରେ ମଧ୍ୟ୍ୟ ବୃଦ୍ଧି ଘଟୁଛି । ଏହା ଦ୍ୱାରା ସହରରେ ଟ୍ରାଫିକ୍‌ ନିୟନ୍ତ୍ରଣ ଏବେ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଭୁବନେଶ୍ୱର ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପାଇବା ପରେ ୫ଟି ସଚିବ ଭିକେ ପାଣ୍ଡିଆନ ଆଜି ବଡି ଭୋରରୁ ଶିଶୁ ଭବନ ଚ୍ଛକ, ରବି ଟକିଜ ଛକ, କଳ୍ପନା ଚ୍ଛକ, ବେହେରା ସାହି ଛକ, ରସୁଲଗଡ ଛକ ଓ଼ ଆଇଗିଣିଆ ଚ୍ଛକ ଆଦି ଭୁବନେଶ୍ବରର ବିଭିନ୍ନ ସ୍ଥାନ ବୁଲି ଦେଖିବା ସହ ସ୍ଥିତି ଅନୁଧ୍ୟାନ କରିଛନ୍ତି।

୫ଟି ସଚିବ ପୁଲିସ କମିଶନର @cpbbsrctc , ବିଏମ୍‌ସି କମିଶନର @Vijaykulange , ଭୁବନେଶ୍ବର ଡିସିପି @dcpbbsr ,ପୂର୍ତ୍ତ ସଚିବ ଭି ଭି ଯାଦବ ଏବଂ ଅନ୍ୟବରିଷ୍ଠ ସହ ଟ୍ରାଫିକ ବ୍ୟବସ୍ଥା ରେ ଉନ୍ନତି ସମ୍ପର୍କରେ ଆଲୋଚନା କରିଥିଲେ @bmcbbsr

— Sakala (ସକାଳ) (@TheSakala) August 10, 2022

ଖୁବ୍‌ ଶିଘ୍ର ସୁଧୁରିବ ଭୁବନେଶ୍ୱରର ଟ୍ରାଫିକ ବ୍ୟବସ୍ଥା । ଟ୍ରାଫିକ ବ୍ୟବସ୍ଥାରେ ଆସିବ ବ୍ୟାପକ ପରିବର୍ତ୍ତନ । ଏନେଇ ଖୁବଶୀଘ୍ର ପ୍ରସ୍ତୁତ ରୋଡମ୍ୟାପ୍ । ଭୁବନେଶ୍ୱରର ବିଭିନ୍ନ ଛକରେ ଟ୍ରାଫିକ ବ୍ୟବସ୍ଥା ୫-ଟି ସଚିବ ଭି.କେ ପାଣ୍ଡିଆନ ବୁଲି ଦେଖିବା ପରେ କିଛି ଏଭଳି ସଂକେତ ମିଳିଛି । ୫ଟି ସଚିବ ଭିକେ ପାଣ୍ଡିଆନ ଆଜି ବଡି ଭୋରରୁ ଶିଶୁ ଭବନ ଚ୍ଛକ, ରବି ଟକିଜ ଛକ, କଳ୍ପନା ଚ୍ଛକ, ବେହେରା ସାହି ଛକ, ରସୁଲଗଡ ଛକ ଓ଼ ଆଇଗିଣିଆ ଛକ ଆଦି ବୁଲି ଦେଖିବା ସହ ଟ୍ରାଫିକ୍ ସମସ୍ୟା ସମସ୍ୟା ଉପରେ ଅନୁଧ୍ୟାନ କରିଛନ୍ତି। ସେ ପ୍ରଶାସନ ଏବଂ ବରିଷ୍ଠ ପୁଲିସ୍‌ ଅଧିକାରୀଙ୍କ ସହ ଟ୍ରାଫିକ ବ୍ୟବସ୍ଥାରେ ଉନ୍ନତି ସମ୍ପର୍କରେ ସେ ଆଲୋଚନା କରିଛନ୍ତି। ଏହି ପରିଦର୍ଶନ ସମୟରେ ପୁଲିସ କମିଶନର ଏସ ପ୍ରିୟଦର୍ଶୀ, ପୂର୍ତ୍ତ ସଚିବ ଭି ଭି ଯାଦବ, ବିଏମ୍‌ସି କମିଶନର କୁଳାଙ୍ଗେ ପ୍ରମୁଖ ଉପସ୍ଥିତ ଥିଲେ।

ବଡି ଭୋରରୁ ଭୁବନେଶ୍ୱରରେ ବିଭିନ୍ନ ଛକ ବୁଲିଲେ ୫-ଟି ସଚିବ, ଭୁବନେଶ୍ୱରର ଟ୍ରାଫିକ ସମସ୍ୟା ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ ପରେ ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ ଭି.କେ ପାଣ୍ଡିଆନ #odisha @CMO_Odisha @MoSarkar5T @bmcbbsr @cpbbsrctc @Vkpandianfancl1 pic.twitter.com/cEhqyykxNe

— Sakala (ସକାଳ) (@TheSakala) August 10, 2022

‘ଶ୍ରୀସେତୁ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ
ପୁରୀ: ଶ୍ରୀକ୍ଷେତ୍ରକୁ ବିଶ୍ୱ ଐତିହ୍ୟ ସହର ଭାବେ ଗଢି ତୋଳିବାକୁ ରାଜ୍ୟ ସରକାରଙ୍କ ଉଦ୍ୟମ ସ୍ୱରୂପ ବିଭିନ୍ନ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି । ଏକାଧିକ ସୌନ୍ଦର୍ଯ୍ୟକରଣ ପ୍ରକଳ୍ପ କାର୍ଯ୍ୟ ମଧ୍ୟରୁ ‘ଶ୍ରୀସେତୁ’ ନିର୍ମାଣ କାମ ବି ଜାରି ରହିଛି । ଆଜି ପୁରୀ ଯାଇ ଶ୍ରୀସେତୁ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ ୫-ଟି ସଚିବ ଭି.କେ ପାଣ୍ଡିଆନ୍ । ତାଙ୍କ ସହ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଅଂଶବିଶେଷ ଶ୍ରୀସେତୁ ମାଳତୀପାଟପୁରରୁ ବଡଦାଣ୍ଡକୁ ସଂଯୋଗ କରିବ । ଏଥିପାଇଁ ୧୯୦୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିଲା ।

ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ସମୀକ୍ଷା ପାଇଁ କଳାହାଣ୍ଡି ଗସ୍ତରେ ୫-ଟି ସଚିବ
କଳାହାଣ୍ଡି: ଗ୍ରାଉଣ୍ଡ ଜିରୋରେ ବିକାଶମୂଳକ କାର୍ଯ୍ୟର ତଦାରଖ କରୁଛନ୍ତି ୫-ଟି ସଚିବ ଭି.କେ ପାଣ୍ଡିଆନ୍ । ଜିଲ୍ଲା ପରେ ଜିଲ୍ଲା ଗସ୍ତ କରି ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ତଦାରଖ କରୁଛନ୍ତି । ଏହି କ୍ରମରେ ଶୁକ୍ରବାର ଶ୍ରୀ ପାଣ୍ଡିଆନ୍ କଳାହାଣ୍ଡି ଜିଲ୍ଲା ଗସ୍ତ କରିଛନ୍ତି । ତାଙ୍କ ସହିତ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ବିଭିନ୍ନ ବିଭାଗର ସଚିବମାନେ ଗ୍ରସ୍ତ କରିଛନ୍ତି । ଉତକେଲା ଏୟାର ଷ୍ଟ୍ରିପରେ ପହଞ୍ଚିବା ପରେ ସେଠାରେ ଉଡାନ୍ ଯୋଜନାର ସମୀକ୍ଷା କରିଛନ୍ତି । ଜିଲ୍ଲାରେ ନୂତନ ମେଡିକାଲ କଲେଜରେ ତଦାରଖ ସହିତ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର କରିବେ ତଦାରଖ । ଜିଲ୍ଲାରେ କୋଭିଡ ସ୍ଥିତି ସମୀକ୍ଷା କରିବା ସହିତ ଅକ୍ସିଜେନ୍ ପ୍ଲାଣ୍ଟର ନିର୍ମାଣ କାର୍ଯ୍ୟ କେତେ ବାଟ ଆଗେଇଛି ସେ ସମ୍ପର୍କରେ ଆଲୋଚନା କରିବେ । ୫ଟି ସଚିବଙ୍କ ସହିତ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ମିଶନ ଶକ୍ତି ନିର୍ଦ୍ଦେଶିକା ଶାଳିନି ପଣ୍ଡିତ୍, ପୂର୍ତ୍ତ ସଚିବ କ୍ରିଷନ କୁମାର ଏବଂ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭିନିଲ୍ କ୍ରୀଷ୍ଣା ମଧ୍ୟ ଗ୍ରସ୍ତରେ ସାମିଲ ହୋଇଛନ୍ତି । ଗତ ୨୮ ତାରିଖରେ ନବରଙ୍ଗପୁର ଓ କୋରାପୁଟ ଜିଲ୍ଲା ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଥିଲେ ଫାଇଭ୍ ଟି ସଚିବ । ମେଗା ଉଠା ଜଳସେଚନ ପ୍ରକଳ୍ପର ସମୀକ୍ଷା ସହ ସ୍ମାର୍ଟ କ୍ଲାସରୁମ୍ ଓ ଇ-ଲାଇବ୍ରେରୀର ସମୀକ୍ଷା କରିଥିଲେ ।