Kendrapara Rasabali - The Sakala

କେନ୍ଦ୍ରାପଡ଼ା ରସାବଳିକୁ ମିଳୁ ଜି.ଆଇ ଟ୍ୟାଗ୍, କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଦାବି ଜଣାଇଲେ ୩ ବିଜେଡି ସାଂସଦ
ଭୁବନେଶ୍ୱର: କେନ୍ଦ୍ରାପଡ଼ାର ପ୍ରସିଦ୍ଧ ରସାବଳିକୁ ମିଳୁ ଜି.ଆଇ ଟ୍ୟାଗ୍ ମାନ୍ୟତା । ଏଠି ନେଇ କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋଏଲଙ୍କ ନିକଟରେ ଦାବି ଜଣାଇଲେ ୩ ବିଜେଡି ସାସଂଦ । ବିଜେଡି ସାଂସଦ ସୁବାଷ ସିଂହ ନେତୃତ୍ୱରେ ସାଂସଦ ମୁନା ଖାନ ଓ ସାଂସଦ ମମତା ମହନ୍ତ ପ୍ରମୁଖ କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲଙ୍କୁ ତାଙ୍କ ପାର୍ଲିଆମେଣ୍ଟ କାର୍ଯ୍ୟଳୟରେ ଭେଟି ଏହା ଦାବି କରିଛନ୍ତି ।

ଇତିହାସ ଅନୁଯାୟୀ ଗଙ୍ଗରାଜତ୍ୱ ସମୟରୁ ଅର୍ଥାତ ୪ଶହ ବର୍ଷ ପୂର୍ବରୁ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା, ବଳଦେବଜୀଙ୍କ ମୁଖ୍ୟ ପ୍ରସାଦ ଭାବେ ଜଣାଶୁଣା । ସୁସ୍ୱାଦୁ ମିଷ୍ଟାର୍ଣ୍ଣ ରସାବଳିକୁ କେନ୍ଦ୍ରାପଡ଼ା ବାସୀ ବିକ୍ରୟ କରି ନିଜର ଗୁଜୁରାଣ ମେଣ୍ଟାନ୍ତି । ଏପରିକି ଏହି ରସାବଳି ଦେଶ, ବିଦେଶକୁ ବ୍ୟାପିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଏହାର ଜି.ଆଇ ଟ୍ୟାଗ୍ ହୋଇପାରିନାହିଁ । ଦେଶ ଓ ରାଜ୍ୟର ପ୍ରମୁଖ ପ୍ରଦର୍ଶନୀ ଓ ଓଡ଼ିଶା ପ୍ରସିଦ୍ଧ ବାଲିଯାତ୍ରାରେ ରସାବଳି ପ୍ରଦର୍ଶିତ ଆଦୃତ ହୋଇପାରିଛି ଦିଲ୍ଲୀ ଟୁ ଓଡ଼ିଶା ପୁର ପଲ୍ଳୀ ପର୍ଯ୍ୟନ୍ତ ବିଭିନ୍ନ ଜାନି ଯାତ୍ରା, ମେଳା ଓ ପ୍ରଦର୍ଶନୀମାନଙ୍କରେ ରସାବଳି ପ୍ରଦର୍ଶି ହୋଇ ଆଦୃତ ହୋଇପାରିଛି । କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ୍ ମିଳିପାରିଲେ, ଏହା ଅନ୍ତର୍ଜାତୀୟସ୍ତରରେ ସ୍ୱୀକୃତି ପାଇପାରିବା ସହ ଦେଶ ବିଦେଶରେ ମଧ୍ୟ ଆଦୃତ ହୋଇପାରିବ । ଫଳରେ ଜାତୀୟ ଓ ଅନ୍ତର୍ଜାତୀୟ ପର୍ଯ୍ୟଟକମାନେ ତୁଳସୀ କ୍ଷେତ୍ର ପ୍ରତି ଆକର୍ଷିତ ହେବେ ଓ ବିଶ୍ୱର ସବୁଠାରୁ ଆକର୍ଷିତ ସ୍ଥାନ ଭିତର କନିକା ଜୈବ ବିଭିଦତା, ୧୮୦ ବର୍ଷ ପୁରୁଣା ବ୍ରିଟିଶ ସମୟର ହୁକିଟୁଲା ବତୀଘର ଓ ବଙ୍ଗୋପସାଗର ବିସ୍ତିର୍ଣ୍ଣ ଜଳରାଶି ଆଧି ପର୍ଯ୍ୟଟକମାନଙ୍କୁ କେନ୍ଦ୍ରାପଡ଼ା ତୁଳସୀ କ୍ଷେତ୍ରକୁ ଆକର୍ଷଣ କରିବାରେ ଏକ ବଡ଼ ଭୂମିକା ନେବାରେ ସହାୟକ ହେବ ।