kalinga studio - The Sakala

୨୦୨୩ ଜୁନ୍ ମାସ ସୁଦ୍ଧା ଶେଷ ହେବ କଳିଙ୍ଗ ଷ୍ଟୁଡିଓର ନବକଳେବର କାର୍ଯ୍ୟ
ଭୁବନେଶ୍ୱର : 2023 ଜୁନ୍ ମାସ ସୁଦ୍ଧା ଶେଷ ହେବ କଳିଙ୍ଗ ଷ୍ଟୁଡିଓର ନବକଳେବର କାର୍ଯ୍ୟ। ୨୬ଏକର ଜମିରେ ୪ଟି ଷ୍ଟେଜରେ ଚାଲିଛି ପ୍ରକଳ୍ପ କାର୍ଯ୍ୟ। କଳିଙ୍ଗ ଷ୍ଟୁଡିଓର ନବକଳେବର ପାଇଁ ରାଜ୍ୟ ସରକାର ୧୫୦କୋଟିର ଅନୁଦାନ ଦେଇଛନ୍ତି । ଚଳଚିତ୍ର ନିର୍ମାଣ ପାଇଁ ସମସ୍ତ ଅତ୍ୟାଧୁନିକ ବ୍ୟବସ୍ଥା ରହିବ, ଷ୍ଟୁଡିଓ ପରିସରରେ ୬ଟି ବଡ଼ ପରଦା ବିଶିଷ୍ଟ ମଲ୍ଟିପ୍ଲେକ୍ସ ନିର୍ମାଣ ହେବ । ଜନସାଧାରଣ ଟିକେଟ ଦେଇ ବୁଲିପରିବେ କଳିଙ୍ଗ ଷ୍ଟୁଡିଓ, ଷ୍ଟୁଡିଓରେ ରହିବ ୪ଟି ସ୍ୱତନ୍ତ୍ର ଗେଟ ।

ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି ପ୍ରମୁଖ ସଚିବ ହେମନ୍ତ ଶର୍ମା ଓ ଓଡିଶା ଚଳଚିତ୍ର ଉନ୍ନୟନ ନିଗମର ଅଧ୍ୟକ୍ଷ କୁନା ତ୍ରିପାଠୀ। ରମୋଜି ଫିଲ୍ମ ସିଟି ଭଳି କଳିଙ୍ଗ ଷ୍ଟୁଡିଓ ଭିତରେ ସ୍ଵଳ୍ପ ଜାମିରେ ସବୁ ରଖିବାକୁ ଚେଷ୍ଟା ହେଉଛି । ଆଗକୁ ଫିଲ୍ମ ସିଟି ପାଇଁ ନିଗମ ପକ୍ଷରୁ ବିସ୍ତୀର୍ଣ୍ଣ ଜମି ପାଇଁ ସରକାରଙ୍କୁ ଅନୁରୋଧ କରାଯାଇଥିବା କହିଛନ୍ତି ନିଗମ ଅଧ୍ୟକ୍ଷ କୁନା ତ୍ରିପାଠୀ ।

ଓଡ଼ିଆ ଚଳଚ୍ଚିତ୍ର ଜଗତର ବିକାଶ ସାଙ୍ଗକୁ କଳିଙ୍ଗ ଷ୍ଟୁଡ଼ିଓର ନବକଳେବର ପାଇଁ ପ୍ରଥମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫୦କୋଟି ଆର୍ଥିକ ଅନୁଦାନ ଯୋଗାଇଛନ୍ତି। ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ ହେବ। ଫିଲ୍ମ ସିଟି ନିର୍ମାଣ ପାଇଁ ନିଗମ ପକ୍ଷରୁ ସରକାରଙ୍କୁ ଅନୁରୋଧ କରାଯାଇଥିବା ବେଳେ ଏଥିପାଇଁ ଅର୍ଥ କିମ୍ବା ଜମିର ଅଭାବ ରହିବ ନାହିଁ ବୋଲି କହିଛନ୍ତି ପ୍ରମୁଖ ସଚିବ ହେମନ୍ତ ଶର୍ମା।

କଳିଙ୍ଗ ଷ୍ଟୁଡିଓ ପୁନଃରୁଦ୍ଧାର କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର : କଳିଙ୍ଗ ଷ୍ଟୁଡିଓକୁ ବିଶ୍ବସ୍ତରୀୟ ଷ୍ଟୁଡିଓରେ ପରିଣତ କରିବା ପାଇଁ ରାଜ୍ୟ ସରକାର ଅଣ୍ଟା ଭିଡ଼ିଛନ୍ତି। ଏଥି ପାଇଁ ୨୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନବୀକରଣ କର୍ଯ୍ୟର ଶିଳାନ୍ୟାସ କରିଛନ୍ତି। କୋଭିଡ୍‌ ପାଇଁ ଶିଳାନ୍ୟାସ କାର୍ଯ୍ୟକ୍ରମରେ ସୀମିତ ସଂଖ୍ୟକ ସିନେ କଳାକାର ଓ ସିନେ ଜଗତ ସହ ଜଡ଼ିତ ବ୍ୟକ୍ତିଙ୍କୁ ନିମନ୍ତ୍ରଣ କରାଯାଇଥିଲା। ଏହି ଅବସରରେ ଷ୍ଟୁଡିଓର ନବୀକରଣ ନକ୍ସାକୁ ମଡେଲ୍‌ ଭାବେ ମୁଖ୍ୟମନ୍ତ୍ରୀଙ୍କ ସାମ୍ନାରେ ପ୍ରଦର୍ଶନ କରାଯାଇଛି।

ଆଜିର ଏହି କାର୍ଯ୍ୟକ୍ରମରେ  ଶିଳ୍ପ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର,ଶିଳ୍ପର ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମା, ଇଡ୍‌କୋର ସିଏମ୍‌ଡି ସଞ୍ଜୟ କୁମାର ସିଂହ, ଇପିକଲ୍‌ର ପରିଚାଳନା ନିର୍ଦ୍ଦେଶକ ନୀତିନ ଭାନୁଦାସ ଜାୱଲେ ଓ ଚଳଚ୍ଚିତ୍ର ଉନ୍ନୟନ ନିଗମର ଅଧ୍ୟକ୍ଷ କୁନା ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ରାଜ୍ୟ ସରକାର କଳିଙ୍ଗ ଷ୍ଟୁଡ଼ିଓକୁ ନୂଆ ରୂପ ଦେବାପାଇଁ ପଦକ୍ଷେପ ନେଇଛନ୍ତି। କଳିଙ୍ଗ ଷ୍ଟୁଡିଓରେ ‘ଷ୍ଟେଟ୍‌ ଅଫ୍‌ ଦି ଆର୍ଟ’ ଆଧୁନିକ ସିନେମା ଷ୍ଟୁଡିଓ ‌ପ୍ରତିଷ୍ଠା ହେବ। ଷ୍ଟୁଡିଓକୁ ନୂଆ ରୂପରେଖ ଦେବା ପାଇଁ ପ୍ରାୟ ୨୦୦ ‌କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଷ୍ଟୁଡ଼ିଓକୁ ଏକ ନିଯୁକ୍ତି ସୃଷ୍ଟିକାରୀ ୟୁନିଟରେ ପରିଣତ କରିବା ଲାଗି ଲକ୍ଷ୍ୟ ରଖିଛନ୍ତି। ସେହିଭଳି ପ୍ରତି‌ଯୋଗିତାମୂଳକ ଓ ବ୍ୟବସାୟୀକ ଢଙ୍ଗରେ ଷ୍ଟୁଡ଼ିଓକୁ ବିକଶିତ କରାଯିବ। ‌ଷ୍ଟୁଡିଓକୁ ପର୍ଯ୍ୟଟକ ଓ ସାମାଜିକ କେନ୍ଦ୍ର ଭାବେ ବିକଶିତ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି।

ନୂଆରୂପ ପାଇବ କଳିଙ୍ଗ ଷ୍ଟୁଡିଓ, ନବକଳେବର ପାଇଁ ୨୦୦ କୋଟି ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାର କଳିଙ୍ଗ ଷ୍ଟୁଡ଼ିଓକୁ ନୂଆ ରୂପ ଦେବାପାଇଁ ପଦକ୍ଷେପ ନେଇଛନ୍ତି। କଳିଙ୍ଗ ଷ୍ଟୁଡିଓରେ ‘ଷ୍ଟେଟ୍‌ ଅଫ୍‌ ଦି ଆର୍ଟ’ ଆଧୁନିକ ସିନେମା ଷ୍ଟୁଡିଓ ‌ପ୍ରତିଷ୍ଠା ହେବ। ଷ୍ଟୁଡିଓକୁ ନୂଆ ରୂପରେଖ ଦେବା ପାଇଁ ପ୍ରାୟ ୨୦୦ ‌କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଷ୍ଟୁଡ଼ିଓକୁ ଏକ ନିଯୁକ୍ତି ସୃଷ୍ଟିକାରୀ ୟୁନିଟରେ ପରିଣତ କରିବା ଲାଗି ଲକ୍ଷ୍ୟ ରଖିଛନ୍ତି। ସେହିଭଳି ପ୍ରତି‌ଯୋଗିତାମୂଳକ ଓ ବ୍ୟବସାୟୀକ ଢଙ୍ଗରେ ଷ୍ଟୁଡ଼ିଓକୁ ବିକଶିତ କରାଯିବ। ‌ଷ୍ଟୁଡିଓକୁ ପର୍ଯ୍ୟଟକ ଓ ସାମାଜିକ କେନ୍ଦ୍ର ଭାବେ ବିକଶିତ କରାଯିବା ପାଇଁ ଲକ୍ଷ୍ୟ ରଖାଯାଇଛି। ଉଚ୍ଚସ୍ତରୀୟ ବୈଠକରେ ପୁନର୍ବିନ୍ୟାସ ଯୋଜନାକୁ ଅନୁମତି ମଳିିବ।

କଳିଙ୍ଗ ଷ୍ଟୁଡ଼ିଓର ବିକାଶ ଲାଗି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ବୈଠକ ଅନୁଷ୍ଠିତ ହୋଇଥିଲା। ସମୀକ୍ଷା ବୈଠକ ପୂର୍ବରୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଗତ ରବିବାର କଳିଙ୍ଗ ଷ୍ଟୁଡ଼ିଓ ପରିଦର୍ଶନ କରିଥିଲେ। ସେଠାରେ ସେ ଫିଲ୍ଡର ପରିସ୍ଥିତି ଉପରେ ସମୀକ୍ଷା କରିଥିଲେ। ଏଥି ସହିତ ଶ୍ରୀ ମହାପାତ୍ର ଶିଳ୍ପ ବିଭାଗକୁ ପୁନର୍ବିନ୍ୟାସ ଯୋଜନା ଦିଗରେ କାମ କରିବାକୁ ନି‌ର୍ଦ୍ଦେଶ ଦେଇଥିଲେ।