Fire Break out - The Sakala

ହାୱଡାସ୍ଥିତ ଖାଇବା ତେଲ ଗୋଦାମରେ ଭୟାଭୟ ଅଗ୍ନିକାଣ୍ଡ, ନିଆଁ ଲିଭାଇବାକୁ ଦମକଳ ବାହିନୀର ୧୧ଟି ଗାଡ଼ି ନିୟୋଜିତ
ହାୱଡା: ପଶ୍ଚିମବଙ୍ଗରେ ବଡ଼ ଧରଣର ଅଗ୍ନିକାଣ୍ଡ । ହାୱଡାରେ ଥିବା ଏକ ଖାଇବା ତେଲ ଗୋଦାମରେ ଲାଗିଛି ଭୀଷଣ ନିଆଁ । ନିଆଁକୁ ଆୟତ୍ତ କରିବା ପାଇଁ ଘଟଣାସ୍ଥଳରେ ୧୧ ଟି ଦମକଳ ଗାଡ଼ି ନିୟୋଜିତ ହୋଇଛି । ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବା ପାଇଁ ଲଗାତାର ଚେଷ୍ଟା କରୁଛନ୍ତି । ହାୱଡାର ସଙ୍କରେଲ ଇଣ୍ଡଷ୍ଟ୍ର୍ରିଆଲ ପାର୍କରେ ଥିବା ଏହି ଗୋଦାମ ଘରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ କୋଟି କୋଟି ଟଙ୍କାର ସମ୍ପତି ଜଳିଯାଇଥିବା ସୂଚନା ମିଳିଛି । ତେବେ ଗୋଦାମରେ କେଉଁ କାରଣରୁ ନିଆଁ ଲାଗିଛି ତା’ର ସୂଚନା ଏପର୍ଯ୍ୟନ୍ତ ମିଳିପାରି ନାହିଁ । ଅଗ୍ନିଶମ ବିଭାଗର କର୍ମଚାରୀମାନେ ଯଥା ସମ୍ଭବ ନିଆଁକୁ ଆୟତ୍ତ କରିବା ପାଇଁ ଚେଷ୍ଟା କରୁଥିବା ଦେଖାଯାଇଛି । ଏ ପର୍ଯ୍ୟନ୍ତ ଅଗ୍ନିକାଣ୍ଡରେ ହୋଇଥିବା କ୍ଷୟକ୍ଷତିର ସଠିକ ଆକଳନ କରାଯାଇ ନାହିଁ । ନିଆଁ ସମ୍ପୂର୍ଣ୍ଣ ଲିଭିବା ପରେ କ୍ଷୟକ୍ଷତିର ଆକଳନ କରାଯିବ ।

ଭୋପାଳରୁ ଦିଲ୍ଳୀ ଯାଉଥିବା ବନ୍ଦେ ଭାରତ ଟ୍ରେନ୍‌ରେ ନିଆଁ, ବ୍ୟାଟେରୀ ବକ୍ସରେ ନିଆଁ ଲାଗିଥିବା ସୂଚନା
ଭୋପାଳ: ଭୋପାଳରୁ ଦିଲ୍ଲୀ ଯାଉଥିବା ବନ୍ଦେ ଭାରତ ଟ୍ରେନରେ ଲାଗିଲା ନିଆଁ । ଆଜି ସକାଳେ ଦିଲ୍ଲୀ ଯାଉଥିବା ବନ୍ଦେ ଭାରତ ଟ୍ରେନ୍ ରାଣୀ କମଲାପତୀ ଷ୍ଟେସନ ଛାଡ଼ିବାର କିଛି ମିନିଟ୍ ପରେ ବୀଣା ଷ୍ଟେସନ ନିକଟରେ ସି -୧୪ କୋଚରେ ନିଆଁ ଲାଗିଯାଇଥିଲା। ବ୍ୟାଟେରି ସ୍ପାର୍କ କରିବାରୁ ଟ୍ରେନ୍‌ର ୧୪ ନମ୍ବର କୋଚ୍‌ରୁ ପ୍ରଥମେ ନିଆଁ ଲାଗିଥିବାର ଦେଖିବାକୁ ମିଳିଥିଲା। ନିଆଁ ଲାଗିବା ପରେ ଟ୍ରେନ୍ କୁରୱାଇ କୈଥୋରା ଠାରେ ରହିଥିଲା । ତେବେ ଟ୍ରେନ୍‌ରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି ।

ଅଗ୍ନିକାଣ୍ଡ ଘଟିବା ପରେ ଅଗ୍ନିଶମ ବିଭାଗର ଏକ ଦଳକୁ ତୁରନ୍ତ ଘଟଣାସ୍ଥଳକୁ ଡକା ଯାଇଥି‌ଲା। ଅଗ୍ନିଶମ କର୍ମଚାରୀ ଆସି ପହଞ୍ଚି କାର୍ଯ୍ୟ ଆରମ୍ଭ କରିବା ପରେ ନିଆଁକୁ ଆୟତ୍ତ କରିଛନ୍ତି। ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ବାହର କରାଯାଇଛି ବୋଲି ଭାରତୀୟ ରେଳ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ, ଟ୍ରେନ୍ ନମ୍ବର ୨୦୧୭୧ ବନ୍ଦେ ଭାରତ ଏକ୍ସପ୍ରେସ ସକାଳ ୫.୪୦ ରେ ଭୋପାଳର ରାଣୀ କମଲାପତି ଷ୍ଟେସନରୁ ହଜରତ ନିଜାମୁଦ୍ଦିନ ଅଭିମୁଖେ ଯାତ୍ରା କରିଥିଲା। ବୀଣା ପୂର୍ବରୁ ସକାଳ ପ୍ରାୟ ୭.୧୦ ସମୟରେ ହଠାତ୍ କୁରୱାଇ କୈଥୋରା ଷ୍ଟେସନ ନିକଟରେ ଟ୍ରେନର ସି-୧୪ କୋଚ୍ ତଳେ ଧୂଆଁ ବାହାରି ନିଆଁ ଲାଗିଯାଇଥିଲା। ନିଆଁ ଦେଖିବା ପରେ ଟ୍ରେନ୍ ଅଟକିଥିଲା।

ବୁର୍ଲା ଏମସିଏଲର ଆନନ୍ଦ ବିହାର କ୍ଲବରେ ଭୟାବହ ଅଗ୍ନିକାଣ୍ଡ, ନିଆଁରେ ପୋଡି ନଷ୍ଟ ହେଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି
ସମ୍ବଲପୁର: ବିଳମ୍ବିତ ରାତିରେ ବୁର୍ଲା ଏମସିଏଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଗତକାଲି ବିଳମ୍ବିତ ରାତିରେ ଆନନ୍ଦ ବିହାରସ୍ଥିତ ପାର୍କ ନିକଟରେ ଥିବା କମ୍ୟୁନିଟି ସେଣ୍ଟରରେ ନିଆଁ ଲାଗିଯାଇଥିଲା । ନିଆଁ ଲାଗିବା ଫଳରେ ଲକ୍ଷ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଯାଇଥିବା ସୂଚନା ମିଳିଛି । ସଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ଅଗ୍ନିଶମବାହିନୀ ନିଆଁକୁ ଆୟତ୍ତ କରିଥିଲେ ସୁଦ୍ଧା ସବୁ ପୋଡି ଛାରଖାର ହୋଇଯାଇଛି ।