Governor Prof Ganeshi Lal - The Sakala

ଆଜି ପ୍ରଫେସର ଗଣେଶୀ ଲାଲଙ୍କ ସରୁଛି କାର୍ଯ୍ୟକାଳ
ଭୁବନେଶ୍ୱର: ଆଜି ଓଡ଼ିଶା ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲଙ୍କ ସରୁଛି କାର୍ଯ୍ୟକାଳ । ୨୦୧୮ ମେ ୨୫ରେ ଓଡ଼ିଶା ରାଜ୍ୟପାଳ ଭାବେ ଦାୟିତ୍ବ ନେଇଥିଲେ ପ୍ରଫେସର ଗଣେଶୀ ଲାଲ୍ । ସେପଟେ ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ ଆସନ୍ତା ୨୯ ତାରିଖ ଦିନ ଭୁବନେଶ୍ବରରେ ପହଞ୍ଚିବେ । ୩୦ ତାରିଖ ଦିନ ବିଭିନ୍ନ ବର୍ଗର ଲୋକଙ୍କୁ ଭେଟିବା ସହ ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିବେ । ୩୧ ତାରିଖରେ ନୂଆ ରାଜ୍ୟାପାଳ ଭାବେ ଦାୟିତ୍ବ ନେବେ ରଘୁବର ଦାସ । ତେବେ ବିଦାୟ ପୂର୍ବରୁ ପ୍ରଫେସର ଗଣେଶୀ ଲାଲଙ୍କୁ ଗତକାଲି ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଓଡ଼ିଶା ଦିବସରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଲେ ମୁଖ୍ଯମନ୍ତ୍ରୀ ଓ ରାଜ୍ୟପାଳ
ଭୁବନେଶ୍ବର: ଓଡ଼ିଶା ଦିବସରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଆ ଜାତିର ସ୍ଵାଭିମାନକୁ ବଜାୟ ରଖିବା ସହ ଓଡ଼ିଶାର ସମୃଦ୍ଧି ପାଇଁ ଆମର ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବାକୁ ମୁଖ୍ଯମନ୍ତ୍ରୀ ଆହ୍ବାନ ଦେଇଛନ୍ତି।

ଓଡ଼ିଶା ଦିବସରେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି ଅବସରରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି। ଆସନ୍ତୁ ଓଡ଼ିଆ ଜାତିର ସ୍ଵାଭିମାନକୁ ବଜାୟ ରଖିବା ସହ ଓଡ଼ିଶାର ସମୃଦ୍ଧି ପାଇଁ ଆମର ମିଳିତ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବା। ବନ୍ଦେ ଉତ୍କଳ ଜନନୀ। #OdishaDibasa pic.twitter.com/1XsWOa581J

— Naveen Patnaik (@Naveen_Odisha) April 1, 2022

ସେହିପରି, ଓଡ଼ିଶା ଦିବସ ଅବସରରେ ମାନ୍ୟବର ରାଜ୍ୟପାଳ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ମହାନ ଜନନାୟକମାନଙ୍କ ସ୍ମୃତିଚାରଣ କରିବା ସହ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଓ ଅନନ୍ୟ ପରମ୍ପରାକୁ ଆହୁରି ସମୃଦ୍ଧ କରିବାକୁ ସେ ବାର୍ତ୍ତା ଦେଇଛନ୍ତି।

#ଓଡ଼ିଶାଦିବସ ଅବସରରେ ମାନ୍ୟବର ରାଜ୍ୟପାଳ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ମହାନ ଜନନାୟକମାନଙ୍କ ସ୍ମୃତିଚାରଣ କରିବା ସହ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଓ ଅନନ୍ୟ ପରମ୍ପରାକୁ ଆହୁରି ସମୃଦ୍ଧ କରିବାକୁ ସେ ବାର୍ତ୍ତା ଦେଇଛନ୍ତି। #ଉତ୍କଳଦିବସ pic.twitter.com/T6ZpVfEZH5

— Governor Odisha (@GovernorOdisha) April 1, 2022

ଷ୍ଟୁଡିଓରେ ମ୍ୟୁଜିକ୍ ତାଳେ ତାଳେ ଓଡିଆ ଗୀତ ଗାଇଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍
ଭୁବନେଶ୍ବର : ଷ୍ଟୁଡିଓରେ ମ୍ୟୁଜିକ୍ ତାଳେ ତାଳେ ଓଡିଆ ଗୀତ ଗାଇଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍। ଏ ମାଟି ଓଡ଼ିଶା ଓ ଜାତି ଓଡ଼ିଆ ଶୀର୍ଷକରେ ସେ କଣ୍ଠଦାନ କରିଛନ୍ତି । ନିଳାଦ୍ରୀବିହାରର ଏକ ଷ୍ଟୁଡିଓରେ ଗୀତଟିର ଡବିଂ ହୋଇଛି । ସଂଗୀତଟି ଓଡ଼ିଆ ସଂସ୍କୃତି ଓ ପରମ୍ପରା ଉପରେ ପର୍ଯ୍ୟବେଷିତ ହୋଇଛି ଏହି ଗୀତ ।

ଏପ୍ରିଲ ୧ ତାରିଖ ଉତ୍କଳ ଦିବସ ଉପଲକ୍ଷେ ଗୀତଟି ରିଲିଜ ହେବ। ହଜି ଯାଉଥିବା ଲୋକ କଥାକୁ ଏହି ଗୀତରେ ସ୍ଥାନ ଦିଆଯାଇଛି। ଅନ୍ୟପଟେ ପ୍ରଥମ ଥର ମହାମହିମ ରାଜ୍ୟପାଳ ଓଡ଼ିଆ ଗୀତରେ କଣ୍ଠ ଦାନ କାରି ଓଡିଆ ଭାଷା ସଂସ୍କୃତି ଓ ଅସ୍ମିତାକୁ ମନେ ପକାଇଛନ୍ତି। ଓଡ଼ିଶାର ଲୁଚି ଯାଉଥିବା କଥା ଓ ଶବ୍ଦ ଏଥିରେ ସ୍ଥାନ ପାଇଛି । ରାଜ୍ୟର ଆଗ ଧାଡ଼ିର ୧୪ ଜଣ କଣ୍ଠଶିଳ୍ପୀ ସଂଗୀତରେ କଣ୍ଠଦାନ କରିଥିବାବେଳେ ଗୀତଟିକୁ ବସନ୍ତରାଜ ସାମଲ ରଚନା କରିଛନ୍ତି । ମ୍ୟୁଜିକ୍ ସାଇଣ୍ଟିଷ୍ଟ ପ୍ରେମାନନ୍ଦ ଏଥିରେ ସଂଗୀତ ନିର୍ଦ୍ଦେଶନା ଦେଇଛନ୍ତି ।