odishapolice - The Sakala

ସାଇବର ଠକେଇ ନେଇ ସଚେତନ କଲା ଓଡ଼ିଶା ପୁଲିସ, ସର୍ବସାଧାରଣ ସ୍ଥାନରେ ଚାର୍ଜ ନକରିବାକୁ ପରାମର୍ଶ
ଭୁବନେଶ୍ବର: ରାଜ୍ୟରେ ଦିନକୁ ଦିନ ସାଇବର ଠକେଇ ବୃଦ୍ଧି ପାଉଛି। ସାଇବର ଠକମାନେ ଦିନକୁ ଦିନ ଅଭିନବ ଉପାୟରେ ଲୁଟ କରୁଥିବା ନଜରକୁ ଆସୁଛି। ଏ ନେଇ ଓଡ଼ିଶା ପୁଲିସ ପକ୍ଷରୁ ସଚେତନ କରାଯାଇଛି। ସର୍ବସାଧାରଣ ସ୍ଥାନରେ ମୋବାଇଲ ଚାର୍ଜ ନକରିବାକୁ ପରାମର୍ଶ ଜାରି କରାଯାଇଛି। ଷ୍ଟେସନ କିମ୍ବା ୟୁଏସବି ପାୱାର ଷ୍ଟେସନରେ ମୋବାଇଲ ଚାର୍ଜ ନକରିବାକୁ ଟ୍ୱିଟ କରି ସତର୍କ କରାଇଛି ଓଡ଼ିଶା ପୁଲିସ। ସର୍ବସାଧାରଣ ସ୍ଥାନରେ ଚାର୍ଜ କଲେ ସାଇବର ଠକ ବ୍ୟକ୍ତିଗତ ତଥ୍ୟ ଚୋରାଇ ନେବାର ସମ୍ଭାବନା ଅଧିକ ରହିଛି।

Don't charge your mobiles at public places like mobile charging station, USB power station etc. Cyber fraudsters are trying to steal your personal information from mobile and installing the malware inside your phone. #StayCyberSafe pic.twitter.com/CubCnYlJn7

— Odisha Police (@odisha_police) September 15, 2022

ଆସନ୍ତାକାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ: ସୁରକ୍ଷା ବ୍ଯବସ୍ଥାର ସମୀକ୍ଷା କଲେ ପୁଲିସ ଡିଜି ଅଭୟ
ଭୁବନେଶ୍ୱର: ଆସନ୍ତାକାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ସୁରକ୍ଷା ବଳୟରେ ରହିବ ବିଧାନସଭା ଗୃହ। ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଆଜି ଡିଜିପି ଅଭୟ ବିଧାନସଭା ବାହାର ଓ ଭିତରର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି। ଚଳିତ ଅଧିବେଶରେ ବ୍ୟପାକ ପ୍ଲାଟୁନ୍‌ ପୁଲିସ ଫୋର୍ସ ମୃତୟନ ହେବେ। କରୋନା ପାଇଁ ଏମିତି ବ୍ୟବସ୍ଥା କରାଯାଇଥିବା ଜଣାପଡିଛି। ସୁରକ୍ଷା ଦାୟିତ୍ୱରେ ଅତିରିକ୍ତ ଡିସିପି, ଏସିପି, ଆଇଆଇସି ଓ ଏସଆଇଙ୍କ ସମେତ ବଛାବଛା ଅଫିସରଙ୍କୁ ସୁରକ୍ଷା ଦାୟିତ୍ୱ ଦିଆଯାଇଛି।

ଏହାଛଡ଼ା ସାଦା ପୋଷାକଧାରୀ ପୁଲିସ, ରୁଫଟପ୍‌ ସିକ୍ୟୁରିଟି, କ୍ୟୁଆରଟି, ଷ୍ଟ୍ରାଇକିଂ ଫୋର୍ସ ମଧ୍ୟ ମୁତୟନ ହେବେ। ବିଧାନସଭା ଭିତର ଓ ବାହାରକୁ ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ୍‌ କରାଯିବ। କରୋନା ପାଇଁ ପିଏମ୍‌ଜିରେ ଅଧିକ ଭିଡ ପାଇଁ କଟକଣା ରହିଛି। ଯଦି କେହି ନିୟମ ନ’ମାନି ଧାରଣ ସ୍ଥଳରେ ଆନ୍ଦୋଳନ କରିବେ ତାଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ପୋଲିସ କହିଛି। କରୋନା ପାଇଁ ବିଭିନ୍ନ ଆଡେ ପୋଲିସ ମୁତୟନ ହୋଇଛନ୍ତି। ସିସିଟିଭି କ୍ୟାମେରା ପିଏମ୍‌ଜିରେ ଲାଗିବା ସହ ସୁରକ୍ଷା ବ୍ୟବସ୍ଥା ତଦାରଖ କରିବାକୁ ୪ ଟି ଅସ୍ଥାୟୀ କଣ୍ଟ୍ରୋଲ୍‌ ରୁମ୍‌ କରାଯାଇଛି।

ସ୍ୱାଧିନତା ଦିବସ ଉପଲକ୍ଷେ ସମ୍ମାନିତ ହେବେ ଓଡ଼ିଶାର ୪ ପୋଲିସ ଅଧିକାରୀ, ମିଳିବ ଉତ୍କର୍ଷ ସେବା ପଦକ
ଭୁବନେଶ୍ୱର: ସ୍ୱାଧିନତା ଦିବସ ଉପଲକ୍ଷେ ସମ୍ମାନିତ ହେବେ ଓଡ଼ିଶାର ୪ ପୋଲିସ ଅଧିକାରୀ । ଓଡ଼ିଶାରୁ ୪ଜଣଙ୍କୁ ମିଳିବ ଉତ୍କର୍ଷ ସେବା ପଦକ । ରାଜ୍ୟର ୨ ଇନ୍ସପେକ୍ଟର ଓ ୨ସବ୍ ଇନ୍ସପେକ୍ଟରଙ୍କୁ ସମ୍ମାନୀତ କରାଯିବ । ଇନସପେକ୍ଟର ଦେବେନ୍ଦ୍ର ମଲ୍ଲିକ ଓ ଦେବେନ୍ଦ୍ର ବିଶ୍ୱାଳ ଏବଂ ଏସଆଇ ତୃପ୍ତିରଞ୍ଜନ ନାୟକ ଓ ଶ୍ରୀକାନ୍ତ ସାହୁଙ୍କୁ ମିଳିବ ଉତ୍କର୍ଷ ସେବା ପଦକ ।

ସାରାଦେଶରେ ୧୫୨ ପୋଲିସ ଅଧିକାରୀଙ୍କୁ ତଦନ୍ତ କ୍ଷେତ୍ରରେ ଉତ୍କର୍ଷ ସେବା ପଦକ ପ୍ରଦାନ କରାଯିବ । ସେମାନଙ୍କ ମଧ୍ୟରେ ଓଡ଼ିଶାରୁ ୪ ଜଣ ରହିଛନ୍ତି । ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ତାଲିକା ପ୍ରକାଶ ପାଇଛି । କର୍ତ୍ତବ୍ୟକୁ ସୂଚାରୁ ରୂପେ ପ୍ରତିପାଦିତ କରିଥିବା ଓଡ଼ିଶାର ଏହି ୪ ପୋଲିସ ଅଧିକାରୀ ସମ୍ମାନିତ ହେବେ ବୋଲି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।