OJEE Odisha - The Sakala

ଆସନ୍ତାକାଲିଠୁ ଆରମ୍ଭ ହେବ ଇଞ୍ଜିନିୟରିଂ ପାଠ୍ୟକ୍ରମ ପାଇଁ କାଉନସେଲିଂ ପ୍ରକ୍ରିୟା
ଭୁବନେଶ୍ବର: ଆସନ୍ତାକାଲିଠୁ ଆରମ୍ଭ ହେବ ଇଞ୍ଜିନିୟରିଂ ପାଠ୍ୟକ୍ରମ ପାଇଁ କାଉନସେଲିଂ ପ୍ରକ୍ରିୟା। ଓଜେଇଇ ୱେବ୍ ସାଇଟରେ ଅନଲାଇନ୍ ମାଧ୍ୟମରେ ଆରମ୍ଭ ହେବ ନାମଲେଖା ପାଇଁ ଆବେଦନ । ବି.ଟେକ, ବି.ଆର୍କ, ବି.ପ୍ଲାନ୍, ବି କ୍ୟାଟ, ଇଣ୍ଟିଗ୍ରେଟେଡ ଏମସିଏ ପଢିବାକୁ ଆଗ୍ରହ ଛାତ୍ରଛାତ୍ରୀମାନେ କରିବେ ଆବେଦନ। ଜୁଲାଇ ୧୨ତାରିଖ ଯାଏଁ ଚଏସ ଫିଲ କରି ପଞ୍ଜିକରଣ କରିବେ ଛାତ୍ରଛାତ୍ରୀ। ୧୪ ତାରିଖରେ ଚଏସ ଲକିଂ କରିବେ। ୧୫ ତାରିଖ ସୁଦ୍ଧା ଶେଷ ହେବ ପଞ୍ଜିକରଣ ପ୍ରକ୍ରିୟା। ୧୯ ରେ ପ୍ରକାଶ ପାଇବ ପ୍ରଥମ ସିଟ୍ ଆଲର୍ଟମେଣ୍ଟ ତାଲିକା। ୧୯ ରୁ ୨୩ ହେବ ଡକ୍ୟୁମେଣ୍ଟ ଭେରିଫିକେଶନ। ରାଜ୍ୟରେ ଥିବା ସରକାରୀ ଓ ଘରୋଇ ଇଞ୍ଜିନିୟରିଙ୍ଗ ସିଟରେ ନାମଲେଖାଇବା ପାଇଁ ଓଜେଇଇ କରିଥାଏ କାଉନସେଲିଂ।

[wp-embedder-pack width=”100%” height=”400px” download=”all” download-text=”” attachment_id=”90218″ /]

ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ
ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ଓଜେଇଇ ପରୀକ୍ଷା ଫଳ। ଦିନ ୧୧ ଟାରେ ବିଭାଗୀୟ ମନ୍ତ୍ରୀ ପ୍ରୀତି ରଞ୍ଜନ ଘଡ଼ାଇ ଫଳ ପ୍ରକାଶ କରିବେ। ଏହା ପରେ ଛାତ୍ରଛାତ୍ରୀମାନେ ୱେବ୍ ସାଇଟ୍ ରୁ ନିଜ ରେଜଲ୍ଟ ପାଇ ପାରିବେ। www.ojee.nic.in ରେ ଉପଲବ୍ଧ ହେବ ରେଜଲ୍ଟ। ଚଳିତ ବର୍ଷ ମେ’ ୮ ରୁ ୧୨ ତାରିଖ ହୋଇଥିଲା ପରୀକ୍ଷା। ୫୫ ହଜାର ୯୭୯ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଛନ୍ତି। ଏଥିପାଇଁ ରାଜ୍ୟରେ ରାଜ୍ୟରେ ୪୪ ଟି କେନ୍ଦ୍ର ସହ ରାଜ୍ୟ ବାହାରେ ୩ ଟି କେନ୍ଦ୍ର କରାଯାଇଥିଲା। ରାଜ୍ୟରେ ଥିବା ଘରୋଇ ବୈଷୟିକ ଶିକ୍ଷାନୁଷ୍ଠାନରେ ପଢ଼ିବା ପାଇଁ ଦେବାକୁ ପଡେ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା। ଚଳିତବର୍ଷ ସମ୍ପୂର୍ଣ୍ଣ କମ୍ପ୍ୟୁଟର ବେଶଡ୍ ମୋଡରେ ହୋଇଥିଲା ପରୀକ୍ଷା।

ଆସନ୍ତାକାଲି ଦିନ ସାଢ଼େ ୧୧ଟା’ରେ ପ୍ରକାଶ ପାଇବ ଓଜେଇଇ ୨୦୨୨ ରେଜଲ୍ଟ
ଭୁବନେଶ୍ବର : ଆସନ୍ତାକାଲି (ବୁଧବାର) ପ୍ରକାଶ ପାଇବ ଓଜେଇଇ(ଓଡ଼ିଶା ଯୁଗ୍ମ ପ୍ରବେଶିକା) ପରୀକ୍ଷା ରେଜଲ୍ଟ। ଆସନ୍ତାକାଲି ୧୧:୩୦ ରେ ପ୍ରକାଶ ପାଇବ ଫଳାଫଳ । ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼େଇ ଆସନ୍ତାକାଲି ଫଳାଫଳ ଘୋଷଣା କରିବେ । ଫଳାଫଳ ଘୋଷଣା ପରେ ପରୀକ୍ଷାର୍ଥୀ ଓଜେଇଇ ର ଅଫିସିଆଲ ୱେବସାଇଟରେ ନିଜର ରେଜଲ୍ଟ ଦେଖିପାରିବେ। ଓଜେଇଇ ଦେଇଥିବା ଛାତ୍ରଛାତ୍ରୀମାନେ ojee.nic.in ରେ ସେମାନଙ୍କ ରେଜଲ୍ଟ ଦେଖିପାରିବେ।

ସୂଚନାଯୋଗ୍ୟ, ଜୁଲାଇ ୪ ତାରଖରୁ ୮ ତାରିଖ ପର୍ଯ୍ୟନ୍ତ ଓଜେଇଇ ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଲାଟେରାଲ ଏଣ୍ଟ୍ରିରୁ ବିଟେକ୍ ପାଇଁ ୨୦ହଜାର ୧୬୮ ଜଣ ଛାତ୍ର ଆବେଦନ କରିଥିବାବେଳେ ବି ଫାର୍ମା ପାଇଁ ୧୨ହଜାର ୨୨୯ ଜଣ ପରୀକ୍ଷାର୍ଥୀ ଆବେଦନ କରିଥିଲେ । ସେହିପରି ଏମବିଏ ପାଇଁ ୧୦ ହଜାର ବିଦ୍ୟାର୍ଥୀ ଆବେଦନ କରିଥିଲେ । ରାଜ୍ୟର ୬୧ଟି ଓ ରାଜ୍ୟ ବାହାରେ ୪ଟି ପରୀକ୍ଷାକେନ୍ଦ୍ରରେ ପରୀକ୍ଷା ହୋଇଥିଲା। ଓଜେଇଇ ପାଇଁ ରାଜ୍ୟର ୬୫ ହଜାର ଛାତ୍ରଛାତ୍ରୀ ପଞ୍ଜୀକରଣ କରିଥିବା ବେଳେ ସେମାନଙ୍କ ମଧ୍ୟରୁ ୫୭ ହଜାର ୯୧୮ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବା ଲାଗି ଯୋଗ୍ୟ ବିବେଚିତ ହୋଇଥିଲେ।

ଆଜିଠୁ ଓଜେଇଇ ପ୍ରବେଶିକା ପରୀକ୍ଷା
ଭୁବନେଶ୍ୱର: ଆଜିଠୁ ଓଜେଇଇ ପ୍ରବେଶିକା ପରୀକ୍ଷା । ପରୀକ୍ଷା ସମ୍ପୂର୍ଣ୍ଣ ସିବିଟି ବା କମ୍ପ୍ୟୁଟର ବେସ୍‌ଡ ମୋଡ୍‌ରେ ହେଉଛି । ଆସନ୍ତା ୧୮ ତାରିଖ ପର୍ଯ୍ଯନ୍ତ ହେବ ଏହି ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା। ପ୍ରଥମ ଦିନରେ ବି. ଫାର୍ମା ପରୀକ୍ଷା ହେଉଛି। ୩ଟି ସିଫ୍ଟରେ ପରୀକ୍ଷା କରାଯାଉଛି। ରାଜ୍ୟରେ ଏଥିଲାଗି ୫୭ଟି କେନ୍ଦ୍ର ଓ ରାଜ୍ୟ ବାହାରେ ୩ଟି ଭାବେ ମୋଟ ୬୦ ଟି ପରୀକ୍ଷା କେନ୍ଦ୍ର ହୋଇଛି। ପରୀକ୍ଷା ଲାଗି ୫୫ ହଜାରରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି । ତେବେ ଏଥର ପ୍ରଥମ ଥର ଲାଗି ରାଜ୍ୟର ସମସ୍ତ ୩୦ ଜିଲ୍ଲାରେ ପରୀକ୍ଷା କେନ୍ଦ୍ର ହୋଇଛି ।

ରାଜ୍ୟ ବାହାରେ ପାଟନା, ରାଞ୍ଚି ଓ କୋଲକାତାରେ ଗୋଟିଏ ଲେଖାଏଁ ପରୀକ୍ଷା କେନ୍ଦ୍ର ହୋଇଛି। କୋଭିଡ କଟକଣାକୁ ଦୃଷ୍ଟିରେ ରଖି ପରୀକ୍ଷାକୁ କଣ୍ଟାକ୍ଟ ଲେସ୍ କରାଯାଇଛି। ବିନା ପେନ୍ ପେପର୍‌ରେ କେବଳ ଅନଲାଇନ ମୋଡ୍‌ରେ ପରୀକ୍ଷା ହେଉଛି । କେନ୍ଦ୍ରରେ ସାମାଜିକ ଦୂରତା ସହ ମାସ୍କ ପରିଧାନ ଓ ଆବେଦନକାରୀ ନିଜସ୍ଵ ପାଣି ବୋତଲ ଆଣିବାକୁ କୁହାଯାଇଛି । ପ୍ରତି ସିଫ୍ଟ ପୂର୍ବରୁ ଓ ପରେ ବିଶୋଧନକୁ ଗୁରୁତ୍ଵ ଦିଆଯାଇଥିବା ବେଳେ ପ୍ରବେଶ ଓ ପ୍ରସ୍ଥାନ ପଥରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଥିବା ଓଜେଇଇ ଅଧ୍ୟକ୍ଷ ସୁଦୀପ୍ କୁମାର ଚାନ୍ଦ ସୂଚନା ଦେଇଛନ୍ତି।

ଆସନ୍ତା ସେପ୍ଟେମ୍ବର ୬ରୁ OJEE
ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୬ ତାରିଖରୁ ଆରମ୍ଭ ହେବ ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (OJEE) । ସେପ୍ଟେମ୍ବର ୬ ତାରିଖରେ ଆରମ୍ଭ ହୋଇ ୧୮ ତାରିଖରେ ଶେଷ ହେବ । ପ୍ରତିଦିନ ୩ଟି ସିଫ୍ଟରେ CBT ମୋଡରେ ପରୀକ୍ଷା ହେବା ନେଇ ସୂଚନା ମିଳିଛି । ଏ ନେଇ ସୂଚନା ଦେଇଛନ୍ତି OJEE ଅଧ୍ୟକ୍ଷ ସୁଦୀପ ଚାନ୍ଦ । ପରୀକ୍ଷା ସମୟରେ କୋଭିଡ୍ ଗାଇଡଲାଇନ୍‌କୁ କଡାକଡିଭାବେ ପାଳନ କରାଯିବା ସହ ମାସ୍କ, ସାନିଟାଇଜ ଏବଂ ସାମାଜିତ ଦୂରତା ଉପରେ ଗୁରୁତ୍ବ ଦିଆଯିବ । ଛାତ୍ରଛାତ୍ରୀ ଓ ଅଭିଭାବକମାନେ ୱେବସାଇଟ୍‌ରୁ ଏହି ତଥ୍ୟ ପାଇପାରିବେ ବୋଲି ଶ୍ରୀ ଚାନ୍ଦ ସୂଚନା ଦେଇଛନ୍ତି।