Corona Deaths Odisha - The Sakala

କରୋନା ଅପଡେଟ୍ : ରାଜ୍ୟରୁ ଚିହ୍ନଟ ହେଲେ ଆଉ ୯୧୧ ନୂଆ ସଂକ୍ରମିତ, ୬୬ ଆକ୍ରାନ୍ତଙ୍କ ମୃତ୍ଯୁ ଓ ୧୮ ବର୍ଷରୁ କମ୍‌ ବୟସର ୧୧୬ ଜଣ ପଜିଟଭ୍
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୯୧୧ ଜଣ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟାଇନରୁ ୫୩୧ ଜଣ ଚିହ୍ନଟ ହୋଇଥିବ ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୮୦ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮୪ ଜଣକୁ ବୃଦ୍ଧି ପାଇଥିବା ବେଳେ ୯ ଲକ୍ଷ ୮୩ ହଜାର ୨୪୫ ଜଣ ସଂକ୍ରମିତ ସୁସ୍ଥ ହେଲେଣି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୬ ଜଣ ପଜିଟିଭ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

Covid-19 Report For 20th August

New Positive Cases: 911

Of which 0-18 years: 116

In quarantine: 531

Local contact: 380

(Details of local contacts will be shared by concerned Dist Administration)

District Wise Cases:

1. Angul: 23

2. Balasore: 51

3. Bargarh: 7

4. Bhadrak: 12

— I & PR Department, Odisha (@IPR_Odisha) August 21, 2021

21. Mayurbhanj: 38

22. Nayagarh: 19

23. Puri: 30

24. Rayagada: 7

25. Sambalpur: 13

26. Sonepur: 3

27. Sundargarh: 8

28. State Pool: 79

New recoveries: 926

Cumulative tested: 17415872

Positive: 1000084

Recovered: 983245

Active cases: 9497

— I & PR Department, Odisha (@IPR_Odisha) August 21, 2021

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୫୨ ଜଣ, କଟକରୁ ୮୮ ଜଣ,ବାଲେଶ୍ବରରୁ ୫୧ ଜଣ,ଯାଜପୁରରୁ ୪୯ ଜଣ,ମୟୂରଭଞ୍ଜରୁ ୩୮ ଜଣ, କେନ୍ଦ୍ରାପଡ଼ାରୁ ୩୧ ଜଣ,ପୁରୀରୁ ୩୦ ଜଣ, ଜଗତସିଂହପୁରରୁ ୨୪ ଜଣ, ଅନୁଗୁଳରୁ ୨୩ ଜଣ,ନୟାଗଡ଼ରୁ ୧୯ ଜଣ,ଢ଼େଙ୍କାନାଳରୁ ୧୬ ଜଣ, ସମ୍ବଲପୁରରୁ ୧୩ ଜଣ, ଭଦ୍ରକରୁ ୧୨ ଜଣ, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୧୦ ଜଣ ଲେଖାଏଁ,ରାୟଗଡ଼ାରୁ ୮ ଜଣ, ବରଗଡ଼,ମାଲକାନଗିରି, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରୁ ୭ ଜଣ ଲେଖାଏଁ, ଗଜପତିରୁ ୬ ଜଣ, ବଲାଙ୍ଗୀରୁ ୫ ଜଣ,ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ୪ ଜଣ ଲେଖାଏଁ,ସୋନପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୨ ଜଣ ଏବଂ ଷ୍ଟେଟ ପୋଲରୁ ୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ରାଜ୍ୟରେ ଆଜି ୬୬ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା । ଏଥିସହ କରୋନା ଜନିତ ମୋଟ୍ ମୃତ୍ୟୁସଂଖ୍ୟା ୭୨୮୯ କୁ ବୃଦ୍ଧି ପାଇଛି ।

ମୃତକଙ୍କ ମଧ୍ୟରେ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଅନୁଗୁଳ ଏବଂ ଯାଜପୁର ଜିଲ୍ଲାରୁ ୬ଜଣ ଲେଖାଏଁ, ଭଦ୍ରକ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼ ଜିଲ୍ଲାରୁ ୨ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ରାଜ୍ୟରେ ଆଉ ୬୮ ଜଣଙ୍କ ଜୀବନ ନେଲା ମହାମାରୀ କରୋନା
ଭୁବନେଶ୍ଵର: ରାଜ୍ୟରେ କରୋନା ସଂକ୍ରମଣ ତଳମୁହାଁ ହୋଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୭୨୦ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୨୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଆଜି କରୋନାରେ ମୃତ୍ୟୁବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ସର୍ବାଧିକ ୧୪ଜଣ, ଅନୁଗୁଳ ଓ ଜଗତସିଂହପୁର ଜିଲ୍ଲାରୁ ୮ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୭ଜଣ, ବାଲେଶ୍ୱରଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ ଲେଖାଏଁ।, ଢେଙ୍କାନାଳ ଓ ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।