Hinjili - The Sakala

ନବୀନ ପଟ୍ଟନାୟକଙ୍କୁ ଭେଟିଲେ ଶେରଗଡ଼ର ଜନସାଧାରଣ ଓ ବିଜେଡି କର୍ମୀ...
ଭୁବନେଶ୍ୱର: ହିଞ୍ଜିଳି ନିର୍ବାଚନ ମଣ୍ଡଳୀର ଶେରଗଡ଼ ବ୍ଲକର ଜନ ସାଧାରଣ ଓ ବିଜୁ ଜନତା ଦଳର ନେତା ଏବଂ କର୍ମୀମାନେ ଆଜି ପୂର୍ବାହ୍ନରେ ନବୀନ ନିବାସରେ ବିଜେଡି ସଭାପତି ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟି ଶେରଗଡ଼ ବ୍ଲକରେ ବିକାଶ କାମରେ ସରକାରୀ ଉଦାସୀନତା ଓ ଆଇନ ଶୃଙ୍ଖଳା ଅଧିକାରୀ ଦଳୀୟ ମନୋଭାବ ନେଇ ବିଜେଡି କର୍ମୀମାନଙ୍କୁ ହଇରାଣ ହରକତ କରୁଥିବା ନେଇ ଅଭିଯୋଗ କରିଥିଲେ। ଜିଲ୍ଲା ପୁଲିସ ପ୍ରଶାସନ ଦଳୀୟ ଭିତ୍ତିରେ କାମ କରୁଥିବା ଓ ବିଜେଡି କର୍ମୀମାନଙ୍କୁ  ହଇରାଣ କରୁଥିବା ନେଇ ଅଭିଯୋଗ କରିଥିଲେ।

ସରକାରୀ ଉଦାସୀନତା ଯୋଗୁଁ  ବିକାଶ କାମ ଅଧାପନ୍ତରିଆ ପଡ଼ିଥିବା ସ୍କୁଲରେ ଶିକ୍ଷକ ପଦବୀ ପୂରଣ ହେଉ ନ ଥିବା, କେତେକ ସ୍କୁଲରେ ବିଦ୍ୟୁତ ସଂଯୋଗ ଦିଆଯାଉ ନ ଥିବା  ଯୋଗୁଁ ଶିକ୍ଷଦାନରେ ଅବନତି ହେଉଥିବା ନେଇ ସେମାନେ ଶ୍ରୀ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେହିପରି  ଧାନ ସଂଗ୍ରହରେ ଅବ୍ୟବସ୍ଥା ଯୋଗୁଁ ଚାଷୀ କିପରି ହଇରାଣ ହେଉଛନ୍ତି ସେ ବିଷୟରେ ଶ୍ରୀ ପଟ୍ଟନାୟକଙ୍କ ଦୃଷ୍ଟି ଆକର୍ଷଣ କରିଥଲେ।

ଡାକ୍ତରଙ୍କ ସମେତ ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଶେରଗଡ଼ ବାହାରକୁ ମନଇଛା ବଦଳି କରାଯାଉ ଥିବା ଓ ଖାଲି ପଦବୀ ପୂରଣ କରା ନ ଯାଉଥିବାରୁ ସ୍ୱାସ୍ଥ୍ୟ ସେବା ମଧ୍ୟ ବିପର୍ଯ୍ୟସ୍ତ ହୋଇ ପଡିଛି। ଅନ୍ୟାନ୍ୟ ବିଷୟ ମାନଙ୍କ ମଧ୍ୟରେ ଖାଦ୍ୟ ସୁରକ୍ଷା ଓ ସାମାଜିକ ସୁରକ୍ଷା ଭତ୍ତା ପାଇବାରେ ହିତାଧିକାରୀ ମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ସେମାନେ ଶ୍ରୀ ପଟ୍ଟନାୟକଙ୍କ  ଦୃଷ୍ଟି ଆକର୍ଷଣ  କରିଥିଲେ।

ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ ଏଭଳି ପ୍ରଶାସନିକ ଉଦାସୀନତା ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଏ ବିଷୟରେ  ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିବେ ବୋଲି କହିଥିଲେ। ଏହି ଆଲୋଚନା ସମୟରେ ବିରୋଧୀ ଦଳ ନେତାଙ୍କ ହିଞ୍ଜିଳି ପ୍ରତିନିଧି ଦେବାନନ୍ଦ ମହାପାତ୍ର ଙ୍କ ସମେତ ଶେରଗଡ଼ର ବିଭିନ୍ନ ପଞ୍ଚାୟତର  ସରପଞ୍ଚ, ସମିତି ସଭ୍ୟ ଓ ଅନ୍ୟ ପ୍ରତିନିଧି ମାନେ ଉପସ୍ଥିତ ଥିଲେ।

ହିଞ୍ଜିଳିରେ ବିଜେଡିର ବିଶାଳ ଜନସମ୍ପର୍କ ପଦଯାତ୍ରା; ବିକାଶମୂଳକ କାର୍ଯ୍ୟ ପାଇଁ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଲେ କର୍ମୀ
ଭୁବନେଶ୍ୱର: ଆଜି ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକର ଗୋଠଗାଁ ପଞ୍ଚାୟତରୁ ଠୁରୁବୁରି ପଞ୍ଚାୟତ ପର୍ଯ୍ୟନ୍ତ ପ୍ରାୟ ୩ କିମି ଧରି ବିଜେଡିର ଜନସମ୍ପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ଠୁରୁବୁରି ଠାରେ ଅନୁଷ୍ଠିତ ସଭାରେ ରାଜ୍ୟ ବିଜେପି ସରକାରଙ୍କ ବିଭିନ୍ନ କ୍ଷେତ୍ରରେ ବିଫଳତା ସମ୍ପର୍କରେ ଲୋକଙ୍କୁ ଅବଗତ କରାଯିବା ସହ ବିଜୁ ଜନତା ଦଳ ସରକାରରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଯାଇଥିଲା । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ମାନ୍ୟବର ବିରୋଧୀ ଦଳ ନେତା ତଥା ସ୍ଥାନୀୟ ବିଧାୟକ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଶେରଗଡ଼ ଓ ହିଞ୍ଜିଳି ବ୍ଲକରେ ପ୍ରତ୍ୟେକ କ୍ଷେତ୍ରରେ ହୋଇଥିବା ଜନକଲ୍ୟାଣକାରୀ କାର୍ଯ୍ୟ ଲାଗି ବିଜେଡି ନେତୃମଣ୍ଡଳୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଇଥିଲେ । ଏହି ଅବସରରେ ଦୀର୍ଘ ୨୪ ବର୍ଷ ଧରି ହିଞ୍ଜିଳି ଓ ଶେରଗଡ଼ ବ୍ଲକରେ ବିଜେଡି ସରକାରର ବିକାଶର ସଫଳତା ଓ ରାଜ୍ୟ ବିଜେପି ସରକାର ଦେଇଥିବା ମିଥ୍ୟା ପ୍ରତିଶ୍ରୁତି ସମ୍ପର୍କରେ ଜନସାଧାରଣଙ୍କୁ ଜଣାଇ ଆଗାମୀ ଦିନରେ ବିଜେପିକୁ ଜବାବ ଦେବାକୁ ଉପସ୍ଥିତ ବିଜେଡି କର୍ମୀ ଶପଥ ନେଇଥିଲେ ।

ବିଜେଡିର ଏହି ଜନସମ୍ପର୍କ ପଦଯାତ୍ରାରେ ମାନ୍ୟବର ବିରୋଧୀ ଦଳ ନେତାଙ୍କ ଜିଲ୍ଲାପରିଷଦ ପ୍ରତିନିଧି ଦେବାନନ୍ଦ ମହାପାତ୍ର, ଶେରଗଡ଼ ବ୍ଲକ ସଭାପତି ଶରତ ଚନ୍ଦ୍ର ପାତ୍ର, ଶେରଗଡ଼ ବ୍ଲକ ଚେୟାରମ୍ୟାନ କୃଷ୍ଣଚନ୍ଦ୍ର ନାୟକ, ମାନ୍ୟବର ବିରୋଧୀ ଦଳ ନେତାଙ୍କ ବ୍ଲକ ପ୍ରତିନିଧି ଦିଗାମ୍ବର ନାହାକ, ବରିଷ୍ଠ ବିଜେଡି ନେତା ହୃଷିକେଶ ପାଢ଼ୀ, ହୀନ ବେହେରା, ହିଞ୍ଜିଳି ବ୍ଲକ ସଭାପତି ଦୁର୍ଗା ମାଧବ ମହାନ୍ତି, ହିଞ୍ଜିଳି ବ୍ଲକ ପ୍ରତିନିଧି ଏ. ସୁଦର୍ଶନ ପ୍ରମୁଖଙ୍କ ନେତୃତ୍ୱରେ ହଜାର ହଜାର ସଂଖ୍ୟାରେ ଦଳର କର୍ମୀ ସାମିଲ ହୋଇଥିଲେ

ହିଞ୍ଜିଳି ବିଧାନସଭା ଆସନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ବ୍ରହ୍ମପୁର/ଛତ୍ରପୁର: ଗଞ୍ଜାମ ଜିଲ୍ଲାର ହିଞ୍ଜିଳି ବିଧାନସଭା ଆସନରୁ ଆଜି ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନାମାଙ୍କନ ଭରିବା ପୂର୍ବରୁ ପ୍ରଥମେ ନବୀନ ଦକ୍ଷିଣ ଓଡ଼ିଶାର ଆରାଧ୍ୟ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଯାଇ ମା’ଙ୍କ ଆଶିଷ ଭିକ୍ଷା କରିଥିଲେ। ପରେ ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ କରିଥିଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ।  ଏହି ସମୟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌‌, ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୃବକ୍ସି ପାତ୍ର, ଆସିକା ଲୋକସଭା ପ୍ରାର୍ଥୀ ରଞ୍ଜିତା ସାହୁ, ସାନଖେମୁଣ୍ଡି ବିଧାୟକ ପ୍ରାର୍ଥୀ, ପୋଲସରା ବିଧାୟକ ପ୍ରାର୍ଥୀ, ଗଞ୍ଜାମ ଜିଲ୍ଲାର ତୁଙ୍ଗ ନେତା ଓ ବିଧାୟକ ପ୍ରାର୍ଥୀମାନେ ଉପସ୍ଥିତ ରହିଥିଲେ।

୨୦୦୦ ମସିହାରୁ ଆସିକା ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ହିଞ୍ଜିଳି ବିଧାନସଭା ଆସନରୁ ନବୀନ କ୍ରମାଗତ ବିଜୟଲାଭ କରି ଆସୁଛନ୍ତି। ଚଳିତ ନିର୍ବାଚନରେ ନବୀନ ପୁଣିଥରେ ହିଞ୍ଜିଳିରୁ ପାର୍ଥୀ ହୋଇଛନ୍ତି। ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟରେ ଆସ୍କା ସମେତ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ସଂସଦୀୟ କ୍ଷେତ୍ରରେ ମେ’ ୨୦ ତାରିଖରେ ମତଦାନ ହେବ। ଏଥିଲାଗି ଗତ ୨୬ ତାରିଖରୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ଆଜି ନବୀନ ଜିଲ୍ଲା ସଦର ମହକୁମା ଛତ୍ରପୁରରେ ନାମାଙ୍କନପତ୍ର ଦାଖଲ କରିଛନ୍ତି।