Prof. Ganeshi Lal - The Sakala

ବିଦାୟୀ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ବିଦାୟୀ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ । କାଲି ବିଦାୟ ନେବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ।

ନୂଆ ରାଜ୍ୟପାଳ ରଘୁବର ଦାସ ୩୧ରେ ଶପଥ ନେବେ।

ସେପଟେ ଦାୟିତ୍ୱ ଗ୍ରହଣ ପୂର୍ବରୁ ଗତକାଲି ନୂଆ ରାଜ୍ୟପାଳ ରଘୁବର ଦାସ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖି କହିଥିଲେ ଯେ, ନୂଆ ସାମ୍ବିଧାନିକ ଦାୟିତ୍ୱ ତାଙ୍କ ପାଇଁ ଏକ ଗୁରୁଦାୟିତ୍ୱ ଏବଂ ଏହାକୁ ସେ ନିଷ୍ଠାର ସହ ପାଳନ କରିବି। ଓଡ଼ିଶା କିଭଳି ବିକାଶର ନୂଆ ଶିଖର ଛୁଇଁବ ଏବଂ ସରକାରଙ୍କ ସହ ସମନ୍ୱୟ ରଖି କାମ କରାଯାଇ ପାରିବ ସେ ଦିଗରେ ଗୁରୁତ୍ୱ ଦେବେ ବୋଲି କହିଥିଲେ ରଘୁବର ଦାସ ।

ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ଯବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଆଜି ପବିତ୍ର ମକର ସଂକ୍ରାନ୍ତି । କରୋନା କଟକଣା ମଧ୍ୟରେ ସାରା ରାଜ୍ୟରେ ପାଳନ ହେଉଛି ମକର ସଂକ୍ରାନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲାରେ କରୋନା ସଂକ୍ରମଣ ପାଇଁ ଜିଲ୍ଲା ପ୍ରଶାସନ କଟକଣା ଜାରି କରିଛନ୍ତି । ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଗଣେଶୀ ଲାଲ୍  ଓ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ଯବାସୀଙ୍କୁ  ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି। ବନ୍ଧୁତ୍ୱ ଓ ମିଳନର ଏହି ଅନନ୍ୟ ପର୍ବରେ ରାଜ୍ଯପାଳ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି ।

ପବିତ୍ର ମକର ସଂକ୍ରାନ୍ତି ଅବସରରେ ମାନ୍ୟବର ରାଜ୍ୟପାଳ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ବନ୍ଧୁତ୍ବ ଓ ମିଳନର ଏହି ଅନନ୍ୟ ପର୍ବରେ ସେ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରିଛନ୍ତି। #makarsankranti2022 pic.twitter.com/0bKqoUgsc3

— Governor Odisha (@GovernorOdisha) January 14, 2022

ସେହିପରି ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ପବିତ୍ର ମକର ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କର ସୁଖ ଓ ସମୃଦ୍ଧି କାମନା କରୁଛି। pic.twitter.com/eF4Fgxezqd

— Naveen Patnaik (@Naveen_Odisha) January 14, 2022