SaturdayHoroscope - The Sakala
ଶନିବାର ରାଶିଫଳ ( ୦୭- ୦୯- ୨୦୨୪ )
ମେଷ: ମନୋରଞ୍ଜନରେ ସମୟ ଅତିବାହିତ ହେବ। ସମ୍ପର୍କୀୟଙ୍କ ସହଯୋଗରୁ ଚାକିରି ମିଳିପାରେ। ବ୍ୟବସାୟ ଆଗକୁ ବଢ଼ାଇବେ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଧନପ୍ରାପ୍ତି ଯୋଗ ଅଛି।
ବୃଷ:ବିନମ୍ରତା ସହ କଥାବାର୍ତ୍ତା କରନ୍ତୁ। ପିଲାଙ୍କ ସହ ସମୟ ଅତିବାହିତ କରିବେ। ଅଟକି ଥିବା କାର୍ଯ୍ୟ ପୂରା ହୋଇପାରେ। ଛାତ୍ରଛାତ୍ରୀଙ୍କୁ ନୂଆ ପ୍ରୋଜେକ୍ଟରେ କାମ କରିବାର ସୁଯୋଗ ମିଳିବ।
ମିଥୁନ: ଅଟକି ରହିଥିବା କାର୍ଯ୍ୟ ପୁଣି ଥରେ ଆରମ୍ଭ କରିବେ। ପ୍ରେମିକ-ପ୍ରେମିକାଙ୍କୁ ଦିନଟି ଶୁଭଫଳ ପ୍ରଦାନ କରିବ। ଭାବପ୍ରବଣ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଯାତ୍ରା ଯୋଗ ଅଛି।
କର୍କଟ: ତରବରିଆ ଭାବେ ନିବେଶ କରନ୍ତୁ ନାହିଁ। ଜୀବନସାଥୀଙ୍କଠାରୁ ଭଲ ଖବର ପାଇବେ। ପରିବାର ସଦସ୍ୟଙ୍କ ସହ ସମୟ ଅତିବାହିତ କରିବେ। ଆର୍ଥିକ ସ୍ଥିତି ମଜଭୁତ୍‌ ହେବ।
ସିଂହ: ଚିନ୍ତା ଦୂର ହେବ। ଯେକୌଣସି ପରିସ୍ଥିତିରେ ଧୈର୍ଯ୍ୟ ହରାନ୍ତୁନି। ଅଫିସ୍‌ରେ ସହକର୍ମୀଙ୍କ ସହିତ ମନୋମାଳିନ୍ୟ ଦେଖା ଦେବ। ପିଲାଙ୍କ ପଢ଼ାପାଇଁ ବ୍ୟସ୍ତ ବିବ୍ରତ ହେବେ। ସମାଜସେବାରେ ସମୟ ଦେବେ।
କନ୍ୟା: ବନ୍ଧୁଙ୍କ ଦ୍ବାରା ଆୟର ମାର୍ଗ ଉନ୍ମୁକ୍ତ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନିଜ ପାଇଁ ସମୟ ବାହାର କରିବେ। ପ୍ରେମ ସମ୍ପର୍କରେ ପ୍ରଗାଢ଼ତା ଆସିବ। ଗୁରୁଜନଙ୍କ ଆଶୀର୍ବାଦ ନେବେ।
ତୁଳା: ଯୋଜନା ମୁତାବକ କାର୍ଯ୍ୟ କରନ୍ତୁ। ପଡ଼ୋଶୀଙ୍କଠାରୁ ବିବାଦରୁ ଦୂରେଇ ରୁହନ୍ତୁ। ଭାଇ,ଭଉଣୀଙ୍କ ସହଯୋଗ ମିଳିବ। ନିବେଶରୁ ଲାଭ ମିଳିବ। ଉଚ୍ଚଶିକ୍ଷା ପାଇଁ ବିଦ୍ୟାର୍ଥୀ ବିଦେଶ ଯାତ୍ରା କରିବେ।
ବିଛା: ପୈତୃକ ବ୍ୟବସାୟରେ ପରିବର୍ତ୍ତନ ଆଣିବେ। ବିବାହକୁ ନେଇ ଶୁଭ ଖବର ମିଳିବ। ବିଳମ୍ବରେ କାର୍ଯ୍ୟ ଆରମ୍ଭ କରିବେ। ଜୀବନସାଥୀଙ୍କ ମନଦୁଃଖ ହେବ। ଆୟବ୍ୟୟ ସମାନ ରହିବ।
ଧନୁ: ଦିନଟି ହସଖୁସିରେ ଅତିବାହିତ ହେବ। ପୁରୁଣା ବନ୍ଧୁଙ୍କ ସହ ଭେଟ ହେବ। ଶାରୀରିକ ପୀଡ଼ା ଅନୁଭବ କରିବେ। ସୃଜନାତ୍ମକ କାମ ପ୍ରତି ରୁଚି ବଢ଼ିବ। ଅବିବାହିତଙ୍କ ବିବାହରେ ସମସ୍ୟା ଉପୁଜିବ।
ମକର: ଜୀବନସାଥୀଙ୍କ ସହ ଦୂର ସ୍ଥାନକୁ ଯାତ୍ରା କରିବେ। ସ୍ବଭାବରେ ପରିବର୍ତ୍ତନ ଆସିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଭୁଲ୍‌ ବୁଝାମଣା ବୃଦ୍ଧି ପାଇବ। ଛାତ୍ରଛାତ୍ରୀ ଖେଳକୁଦରେ ସୁନାମ ଅର୍ଜନ କରିବେ।
କୁମ୍ଭ: କର୍ମଚଞ୍ଚଳ ହେବେ। ଯାନବାହନ କିଣିବା ଯୋଗ ଅଛି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସାହାଯ୍ୟ ମିଳିବ। ଧାର୍ମିକ କାର୍ଯ୍ୟରେ ସାମିଲ ହୋଇପାରନ୍ତି।
ମୀନ: ରାଜନୀତିରେ ଯୋଗ ଦେଇପାରନ୍ତି। କର୍ମକ୍ଷେତ୍ରରେ ଅସନ୍ତୋଷ ଲାଗି ରହିବ। ସନ୍ତାନଙ୍କ ଭବିଷ୍ୟତକୁ ନେଇ ଅବିଭାବକ ଚିନ୍ତାରେ ରହିବେ। କଠିନ ପରିଶ୍ରମ କରି ସଫଳ ହେବେ।
ମେଷ : ଅଟକି ଥିବା ଧନ ପ୍ରାପ୍ତି ଯୋଗ ରହିଛି। ମାର୍କେଟିଂ ଦାୟିତ୍ବ ତୁଲାଇବାକୁ ପଡ଼ିବ। ବୈବାହିକ ଜୀବନରେ ମଧୁରତା ବଢ଼ିବ। ସାମାଜିକ ସମାରୋହ କିମ୍ବା ମାଙ୍ଗଳିକ କାର୍ଯ୍ୟରେ ବ୍ୟସ୍ତ ରହିବେ।
ବୃଷ: ସଫଳତା ପାଇଁ କଠିନ ପରିଶ୍ରମ କରିବାକୁ ପଡ଼ିବ। ନୂତନ ଅୟମାରମ୍ଭ ଯୋଗ ରହିଛି। ବିବାହ ପ୍ରସ୍ତାବ ଆସିବାରେ ବିଳମ୍ବ ହେବନି। ପରିବାରରେ ସୁଖ ସମୃଦ୍ଧି ବଢ଼ିବ।
ମିଥୁନ: ଧନପ୍ରାପ୍ତି ଯୋଗ ରହିଛି। ଯୁବାବର୍ଗଙ୍କୁ ରୋଜଗାରର ନୂତନ ଅବସର ମିଳିବ। ପ୍ରେମ ବ୍ୟାପାରରେ ଆଗକୁ ବଢ଼ିବେ। ନିଜ କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବିଦ୍ୟାର୍ଥୀମାନେ ଖେଳକୁଦରେ ବ୍ୟସ୍ତ ରହିବେ।
କର୍କଟ: ଆର୍ଥିକସ୍ଥିତି ମଜଭୁତ ହେବ। ବନ୍ଧୁ- ପରିଜନଙ୍କ ସହ ସାକ୍ଷାତ କରିବେ। ନବବିବାହିତ ବ୍ୟକ୍ତିଙ୍କ ପାଇଁ ସବୁଠୁ ଭଲ ସମୟ। ମଜାମସ୍ତିରେ ସମୟ ବିତିବ। ବିଦ୍ୟାର୍ଥୀମାନେ ପାଠପଢ଼ାରେ ଧ୍ୟାନ ଦେବେ।
ସିଂହ: ପରୀକ୍ଷା ଓ ପ୍ରତିଯୋଗିତାରେ ସଫଳତା ମିଳିବ। ଚାହୁଁଥିବା କାର୍ଯ୍ୟ ହାତକୁ ଆସିବ। ନୂତନ ବ୍ୟବସାୟ ଆରମ୍ଭ ହେବାର ଯୋଗ ରହିଛି। ମହିଳାମାନେ ହସଖୁସିରେ ସମୟ ବିତାଇବେ।
କନ୍ୟା: କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ରହିବ। ପୂର୍ବରୁ ଥିବା ସମସ୍ୟାର ସମାଧାନ ହେବ। ବୁଝିବିଚାରି କଥା ହୁଅନ୍ତୁ। ବ୍ୟକ୍ତିଗତ ଜୀବନକୁ ନେଇ ଚିନ୍ତାରେ ରହିବେ।
ତୁଳା: ଅଟକି ରହିଥିବା କାର୍ଯ୍ୟ ପୂରଣ ହୋଇପାରେ। ଚିନ୍ତାରୁ ମୁକ୍ତି ପାଇବେ। ଛାତ୍ରଛାତ୍ରୀମାନଙ୍କ ପାଇଁ କିଛି ନୂଆ କଥା ଘଟିବାର ଯୋଗ ରହିଛି। ମହିଳାମାନେ ପୂଜାର୍ଚ୍ଚନାରେ ସମୟ ବିତାଇବେ।
ବିଛା: ବ୍ୟବସାୟିକ କାରଣରୁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଇଞ୍ଜିନିୟର, ମ୍ୟାନେଜମେଣ୍ଟ ତଥା ପ୍ରଶାସନ ସହିତ ଜଡିତ ବ୍ୟକ୍ତିଙ୍କ ପାଇଁ ଭଲ ସମୟ। ଅବିବାହିତମାନେ ବିବାହ ବନ୍ଧନରେ ବାନ୍ଧି ହୋଇ ପାରନ୍ତି।
ଧନୁ: ଉଚ୍ଚଶିକ୍ଷା ସମ୍ପର୍କିତ କିଛି ଭଲ ଖବର ପାଇବେ। ବେରୋଜଗାରୀଙ୍କୁ ଚାକିରି ମିଳିବ। ମହିଳାମାନଙ୍କୁ ମୁଖ୍ୟ ଦାୟିତ୍ବ ତୁଲାଇବାକୁ ପଡ଼ିପାରେ। ପିଲାଙ୍କ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିବେ।
ମକର: ଛାତ୍ରଛାତ୍ରୀଙ୍କ ପାଇଁ ଏହି ସମୟଟି ବହୁତ ଭଲ। କିଛି ଜରୁରି ସୂଚନା ପାଇବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଅତିଥି ସତ୍କାର ଯୋଗ ରହିଛି। କର୍ମକ୍ଷେତ୍ରରେ କାର୍ଯ୍ୟଭାର ରହିବ।
କୁମ୍ଭ: ବ୍ୟବସାୟରେ ଆୟ ଓ ବ୍ୟୟ ସମାନ ରହିବ। ଉଚ୍ଚଶିକ୍ଷାରେ ବିଦ୍ୟାର୍ଥୀଙ୍କୁ ସଫଳତା ମିଳିବ। ବୈବାହିକ ଜୀବନ ମଧୁମୟ ହେବ। ସକାରାତ୍ମକ ଆଲୋଚନାରେ ଦିନଟି ବିତିବ।
ମୀନ: ସମସ୍ୟାରେ ପଡ଼ିପାରନ୍ତି। ବ୍ୟବସାୟରେ ବୁଝିବିଚାରି କାମ କରନ୍ତୁ। ନିଜ ସାମର୍ଥ୍ୟ ଅନୁସାରେ କାର୍ଯ୍ୟ କରନ୍ତୁ। ଅଫିସରେ ଶାନ୍ତିପୂର୍ଣ୍ଣ ମାହୋଲ ରହିବ। କୌଣସି ମାମଲାରେ ଅଧିକ ଚିନ୍ତା କରିବା ଅନୁଚିତ।
ମେଷ: ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ପୂର୍ବରୁ କରିଥିବା ପରିଶ୍ରମର ଫଳ ମିଳିବ । କାମରେ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ସାହାଯ୍ୟ ପାଇବେ। ଧାର ନେବା ଦେବାରୁ ନିବୃତ୍ତ ରୁହନ୍ତୁ।
ବୃଷ: ନିଜ ନିଷ୍ପତ୍ତିରେ ଅଟଳ ରହିବେ। ସମ୍ପର୍କୀୟମାନଙ୍କ ସହ ମତଭେଦ ଦେଖାଦେଇପାରେ। ବ୍ୟବସାୟ ସମ୍ବନ୍ଧରେ ଦିନଟି ଭଲ ରହିବ। ଅନ୍ତରଙ୍ଗ ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।
ମିଥୁନ: ଉପରିସ୍ଥ ଅଧିକାରୀଙ୍କ ସହଯୋଗ ପାଇବେ। କର୍ମସ୍ଥଳୀରେ ବ୍ୟସ୍ତ ରହିବେ। ଆର୍ଥିକ ପକ୍ଷ ଦୁର୍ବଳ ହୋଇପାରେ। ପରିବାରକୁ ଅଣଦେଖା କରନ୍ତୁ ନାହିଁ। ବନ୍ଧୁଙ୍କ ସହ ବାହାରକୁ ବୁଲି ଯିବାର ଯୋଜନା କରିବେ।
କର୍କଟ: କୌଣସି ପଦକ୍ଷେପ ନେବା ପୂର୍ବରୁ ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ପାରିବାରିକ ସମ୍ବନ୍ଧ ମଜଭୁତ ହେବ। କଳା କ୍ଷେତ୍ରର ଲୋକଙ୍କୁ ଉନ୍ନତିର ନୂଆ ମାର୍ଗ ମିଳିବ।
ସିଂହ: ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। କର୍ମକ୍ଷେତ୍ରରେ ସମସ୍ତଙ୍କ ସହ ଭଲ ତାଳମେଳ ବଜାୟ ରହିବ। ସମାରୋହ‌ରେ ଯୋଗ ଦେଇପାରନ୍ତି। ଆର୍ଥିକ ସ୍ଥିତି ସ୍ବଚ୍ଛଳ ରହିବ।
କନ୍ୟା: ଅଯଥା କଥା ଚିନ୍ତାକରି ଅବସାଦରେ ରହିପାରନ୍ତି। ପାରିବାରିକ ମାମଲା ବ୍ୟସ୍ତ ରହିବେ। ଆର୍ଥିକ ସ୍ଥିତି ଚିନ୍ତାଜନକ ରହିବ। କର୍ମକ୍ଷେତ୍ରରେ କାର୍ଯ୍ୟ ମନ୍ଥର ଗତିରେ ପୂରା ହେବ।
ତୁଳା: ମହିଳାମାନଙ୍କର ସ୍ବପ୍ନ ସାକାର ହେବ। ପାରିବାରିକ ବୁଝାମଣା ଉତ୍ତମ ରହିବ। ଜୀବନରେ ଉନ୍ନତି ପାଇଁ ନୂଆ ମାର୍ଗ ଖୋଲିବ। ବିଜ୍ଞାନ ଛାତ୍ରଙ୍କ ଲାଗି ଭଲ ଦିନଟିଏ। ବ୍ୟବସାୟରେ ଆୟ ଦ୍ବିଗୁଣିତ ରହିବ।
ବିଛା: ଉଚ୍ଚ ଚିନ୍ତା ରଖି କାର୍ଯ୍ୟ କରି ସଫଳତା ପାଇବେ। କର୍ମକ୍ଷେତ୍ରରେ ଉତ୍ସାହଜନକ ପରିସ୍ଥିତି ରହିବ। ବ୍ୟବସାୟରେ ଆଶାଠାରୁ ଅଧିକ ଲାଭ ପାଇବେ। ଆର୍ଥିକ ସ୍ଥିତି ସୁଦୃଢ଼ ରହିବ।
ଧନୁ: ଅବସାଦ ମୁକ୍ତ ରହିବେ। ନିଜର ଲକ୍ଷ୍ୟ ନିର୍ଦ୍ଧାରଣ କରିବା ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି। ଶୁଭ ଖବର ପାଇବେ। ବିଭିନ୍ନ କାମରେ ନିଜ ଲୋକଙ୍ ଠାରୁ ସାହାଯ୍ୟ ପାଇବେ।
ମକର: ଅନ୍ୟର ସାହାଯ୍ୟ ପାଇ ଆଗେଇ ଚାଲିବେ। ମହିଳାମାନେ ଧୈର୍ଯ୍ୟର ସହ କାର୍ଯ୍ୟ କରନ୍ତୁ। ଉପରିସ୍ଥ ଅଧିକାରୀଙ୍କ ସହ ପରିଚୟ ହେବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ପରିବର୍ତ୍ତନ ଆସିବ।
କୁମ୍ଭ: ସାମାଜିକ କ୍ଷେତ୍ରରେ ଆପଣଙ୍କର ସକ୍ରିୟତା ବଢ଼ିପାରେ। ପରିବାର ସମ୍ବନ୍ଧୀୟ କାର୍ଯ୍ୟରେ ଦୂର ଯାତ୍ରା କରିପାରନ୍ତି। ବିବାଦୀୟ ପରିସ୍ଥିତିରେ ମଧ୍ୟ ନିଜକୁ ଶାନ୍ତ ରଖିବାକୁ ଚେଷ୍ଟା କରନ୍ତୁ।
ମୀନ: ଅଯଥା ଝାମିଲା ମାନସିକ ଶାନ୍ତିରେ ବାଧା ସୃଷ୍ଟି କରିପାରିବ। ସାଙ୍ଗସାଥୀଙ୍କ ସାହାଯ୍ୟରେ ସମସ୍ୟାରୁ ମୁକ୍ତି ପାଇବେ। ଜୀବନ ସାଥୀଠାରୁ ସର୍ବୋତ୍ତମ ପରାମର୍ଶ ପାଇବେ।
ମେଷ: ଦିନଟି ମଧ୍ୟମ ଧରଣର ରହିବ। ଅର୍ଥକ୍ଷେତ୍ରରେ ସମସ୍ୟା ଦେଖା ଦେଇପାରେ। ବିବାଦୀୟ ସ୍ଥିତିରୁ ଦୂରେଇ ରୁହନ୍ତୁ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।
ବୃଷ: ସାହସିକତାର ସହ କାର୍ଯ୍ୟ କରି ସଫଳତା ପାଇବେ। ଆୟବ୍ୟୟ ସମାନ ରହିବ। କୌଣସି ସମସ୍ୟାର ସମାଧାନ ଘଟିବ। ପ୍ରେମ ଓ ଦାମ୍ପତ୍ୟ ସମ୍ପର୍କ ମଧୁର ରହିବ।
ମିଥୁନ: ସମୟ ଅନୁକୂଳ ରହିବ। କାରବାରରେ ଅତ୍ୟଧିକ ଲାଭ ପାଇବେ। ଅର୍ଥ ଆଗମନର ଯୋଗ ରହିଛି। ଭ୍ରମଣଯୋଗ ରହିଛି। ତରବରିଆ ଭାବରେ ନିଷ୍ପତ୍ତି ନିଅନ୍ତୁ ନାହିଁ। ପାରିବାରିକ ସମ୍ପର୍କ ସୁଦୃଢ଼ ହେବ।
କର୍କଟ: ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। କୌଣସି କଥାକୁ ନେଇ ଦ୍ବନ୍ଦ୍ବରେ ପଡ଼ିପାରନ୍ତି। ଭାଇଭଣୀଙ୍କ ସହଯୋଗ ପାଇବେ। ଆର୍ଥିକ ସ୍ଥିତିରେ ସୁଧାର ଦେଖାଦେବ।
ସିଂହ: ଦେହ ଓ ମନ ଭଲ ରହିବ। ପରିବାର ବର୍ଗଙ୍କ ସହ ଅଧିକ ସମୟ କାଟିବେ। କର୍ମକ୍ଷେତ୍ରରେ କଠିନ ପରିସ୍ଥିତିର ମୁକାବିଲା କରିବେ। ଭବିଷ୍ୟତ ପାଇଁ ନୂତନ ଯୋଜନା କରିବେ।
କନ୍ୟା: ଆଶା ଅନୁଯାୟୀ ଫଳ ପାଇବେ। ନିଜ ବୁଦ୍ଧି ବିବେକ ଅନୁଯାୟୀ କାର୍ଯ୍ୟ କରି ସୁଫଳ ପାଇବେ। ବ୍ୟବସାୟରେ ଲାଭବାନ ହେବେ। ନୂତନ ଜ୍ଞାନ ଆହରଣ କରିବେ। କର୍ମକ୍ଷେତ୍ରରେ ଆଗୁଆ ରହିବେ।
ତୁଳା: ଆଜିର ଦିନରେ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମନ ବିଚଳିତ ରହିବ। ଅର୍ଥ କାରବାର ସମୟରେ ସର୍ତକତା ଅବଲମ୍ବନ କରନ୍ତୁ। ପ୍ରେମ ସମ୍ପର୍କରେ ବାଦବିବାଦ ଦେଖା ଦେଇପାରେ।
ବିଛା:କୌଣସି ଶୁଭ ସମାଚାର ପାଇବେ। ମାନସମ୍ମାନ ବୃଦ୍ଧି ପାଇବ। ଭାବିଚିନ୍ତି ନିଷ୍ପତ୍ତି ନିଅନ୍ତୁ। କର୍ମକ୍ଷେତ୍ରରେ ପରିଶ୍ରମୀ ହେବେ। ନୂତନ ନିଯୁକ୍ତି ସୁଯୋଗ ପାଇବେ।
ଧନୁ: ଆଜି ଦେହ ଓ ମନ ଭଲ ରହିବ। ନିଜ ଇଚ୍ଛା ଅନୁଯାୟୀ ଫଳ ପାଇବେ। ସାଙ୍ଗସାଥୀଙ୍କ ସହ ମିଳାମିଶା ବଢ଼ିବ। କର୍ମକ୍ଷେତ୍ରରେ ଏକାଗ୍ରତା ସହ କାର୍ଯ୍ୟ କରନ୍ତୁ। ନୂତନ ନିବେଶ କରିପାରନ୍ତି।
ମକର: କୌଣସି ନୂତନ ସୁଯୋଗରୁ ଫାଇଦା ଉଠାଇବେ। ପରିଶ୍ରମର ଫଳ ପାଇବେ। ନିଜ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ। ନୂତନ କାମ ଆରମ୍ଭ କରିପାରିବେ। ରାଜନୀତି କରୁଥିବା ଲୋକଙ୍କୁ ଉଚ୍ଚପଦ ମିଳିବ।
କୁମ୍ଭ: ମନରେ ଧାର୍ମିକ ଚିନ୍ତାଧାରା ଆସିବ। ବାଦବିବାଦ ପରିସ୍ଥିତି ଉପୁଜିପାରେ। ପରିବାର ସଦସ୍ୟଙ୍କ ସହାୟତା ପାଇବେ। କର୍ମକ୍ଷେତ୍ରରେ ସଫଳତା ପାଇବେ।
ମୀନ: ଆଜିର ଦିନଟି ମଧ୍ୟମ ଧରଣର ରହିବ। ଇଚ୍ଛା ଅନୁସାରେ କାର୍ଯ୍ୟ କରିବେ। କୌଣସି ନୂତନ ବସ୍ତୁ କ୍ରୟ କରିବେ। ନବ ବିବାହିତ ଦମ୍ପତି ଭବିଷ୍ୟତ ପାଇଁ ଯୋଜନା ବନେଇବେ।
ମେଷ:ମାନସିକ ଅବସାଦରୁ ମୁକ୍ତି ପାଇବା ପାଇଁ ଶିଶୁମାନଙ୍କ ସହ ସମୟ କଟାନ୍ତୁ। ଅଧ୍ୟାତ୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ଅନ୍ୟକୁ ପ୍ରଭାବିତ କରିବା ପାଇଁ ଆବଶ୍ୟକତାଠାରୁ ଅଧିକ ଖର୍ଚ୍ଚ କରନ୍ତୁ ନାହିଁ।
ବୃଷ: ଭାବିଥିବା ସବୁ କାର୍ଯ୍ୟ ପୂରଣ ହୋଇପାରେ। ବିଭିନ୍ନ କ୍ଷେତ୍ରରୁ ଲାଭବାନ ହେବେ। ଜୀବନସାଥୀଙ୍କଠାରୁ ପୂର୍ଣ୍ଣ ସହଯୋଗ ପାଇବେ। କ୍ୟାରିୟରରେ ଉନ୍ନତି ପାଇଁ ନୂତନ ପଥ ଖୋଜି ପାଇବେ।
ମିଥୁନ: ଆତ୍ମବିଶ୍ବାସର ସହ ସମସ୍ତ କାର୍ଯ୍ୟ କରି ସଫଳତା ପାଇବେ। ନିଜ କ୍ରୋଧ ଉପରେ ନିୟନ୍ତ୍ରଣ ରକ୍ଷାକରନ୍ତୁ। ଅନେକ ବାଧାବିଘ୍ନ ସତ୍ତ୍ବେ ଆଗକୁ ବଢ଼ିବେ। ପରିବାର ସହ ଅଧିକ ସମୟ କଟାଇବେ।
କର୍କଟ: ଅକସ୍ମାତ୍‌ ଯାତ୍ରା ଯୋଗ ରହିଛି। କର୍ମକ୍ଷେତ୍ରରେ କାର୍ଯ୍ୟଭାର ଅଧିକ ଥିବାରୁ ମାନସିକ ଶାନ୍ତି ହରାଇ ପାରନ୍ତି। ମନୋରଞ୍ଜନ କାର୍ଯ୍ୟରେ ଅଯଥା ଖର୍ଚ୍ଚ କରିବାରୁ ଦୂରେଇ ରୁହନ୍ତୁ।
ସିଂହ: ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ । ସହକର୍ମୀଙ୍କ ସହ ବାଦବିବାଦ ପରିସ୍ଥିତି ଉପୁଜିପାରେ। ବ୍ୟବସାୟ ପାଇଁ କରିଥିବା ନୂତନ ଯୋଜନା ଫଳଦାୟୀ ହେବ।
କନ୍ୟା: ପାରିବାରିକ ସମସ୍ୟାରେ ଫସିରହିବେ। ଧୈର୍ଯ୍ୟର ସହ କାର୍ଯ୍ୟ କରି ସଫଳତା ପାଇବେ। ଆର୍ଥିକସ୍ଥିତି ସ୍ବଚ୍ଛଳ ରହିବ। ଛାତ୍ରଛାତ୍ରୀ ପ୍ରତିଯୋଗିତାମୂଳକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ।
ତୁଳା: ନିଷ୍ପତ୍ତି ନେବା ସମୟରେ ଦ୍ବନ୍ଦ୍ବରେ ପଡ଼ିଯାଇପାରନ୍ତି। ଟଙ୍କା ପଇସା ଦେବା ନେବା ସମୟରେ ସର୍ତକତା ଅବଲମ୍ବନ କରନ୍ତୁ। ପ୍ରେମ ଓ ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।
ବିଛା: କଠିନ ପରିଶ୍ରମ କରି ପ୍ରିୟଜନଙ୍କ ଆଶା ପୂରଣ କରିବେ। କୌଣସି ଜରୁରୀ କାର୍ଯ୍ୟ ସଂପନ୍ନ ହେବ। କର୍ମକ୍ଷେତ୍ରରେ ପ୍ରଶଂସା ସାଉଁଟିବେ। ସନ୍ତାନସନ୍ତତିଙ୍କ ପାଇଁ ଚିନ୍ତିତ ରହିପାରନ୍ତି।
ଧନୁ: ଗୁରୁଜନଙ୍କ ସ୍ବାସ୍ଥ୍ୟକୁ ନେଇ ବିବ୍ରତ ରହିପାରନ୍ତି। ଆତ୍ମବିଶ୍ବାସ ସହ କାର୍ଯ୍ୟ କରି ସଫଳତା ପାଇବେ। କର୍ମକ୍ଷେତ୍ର ତଥା ବ୍ୟବସାୟରେ ସ୍ଥିତି ସୁଦୃଢ଼ ରହିବ। ଦୂରସ୍ଥାନକୁ ଯାତ୍ରା ଯୋଗ ରହିଛି।
ମକର: ନିଜ ବ୍ୟବହାରରେ ସୁଧାର ଆଣନ୍ତୁ। କିଛି କାର୍ଯ୍ୟ କରିବା ପୂର୍ବରୁ ଏହାର ପରିଣାମ କଥା ଚିନ୍ତା କରନ୍ତୁ। ଅଧିକ କାର୍ଯ୍ୟ କରି ଅସୁସ୍ଥ ମନେ କରିପାରନ୍ତି।
କୁମ୍ଭ: ନୂତନ ସମ୍ପର୍କ ଗଢ଼ିଉଠିବାର ଯୋଗ ରହିଛି। ସାଙ୍ଗସାଥୀଙ୍କଠାରୁ ସହଯୋଗ ପାଇବେ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ। ମହିଳାମାନେ ନିଜ ଭାବାନା ଉପରେ ନିୟନ୍ତ୍ରଣ ରଖନ୍ତୁ।
ମୀନ: ଭବିଷ୍ୟତ ପାଇଁ ନୂତନ ଯୋଜନା କରିବେ। ନୂତନ ନିବେଶ କରିବା ପାଇଁ ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ। ଅସହାୟ ବ୍ୟକ୍ତିଙ୍କୁ ସହଯୋଗ କରି ଶାନ୍ତି ପାଇବେ।
ଶନିବାର ରାଶିଫଳ ( ୩୦-୧୦-୨୦୨୧ )
ମେଷ: ପରିଶ୍ରମର ଫଳ ପାଇବେ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଜନସେବାରେ ବ୍ରତୀ ରହିବେ। ବାଣିଜ୍ୟରେ ସଫଳତା ପାଇବେ । ଶିକ୍ଷାର୍ଥୀମାନେ ଚଳଚଞ୍ଚଳ ରହିବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ-କ୍ରିମ୍
ବୃଷ: ସମାଜରେ ଉଚ୍ଚ ସମ୍ମାନ ପାଇବେ। ମହିଳାମାନେ ରକ୍ଷଣଶୀଳ ହେବେ। ଚାକିରିରେ ସ୍ଥାୟିତ୍ଵ ରହିବ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶିକ୍ଷାର୍ଥୀ ଅଧୟନ ପ୍ରିୟ ରହିବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ମିଥୁନ: ବ୍ୟୟ ବହୁଳତା କାରଣରୁ ଅଭାବରେ ପଡ଼ିବେ । ଚାକିରିରେ ସମସ୍ୟା ରହିବ। ରାଜନୀତିରେ ବିରୋଧୀ ପ୍ରଭାବିତ କରିବେ । ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିକ୍ ।
କର୍କଟ: ଦିନଟି ହ୍ରଷୋୖଲାସରେ କଟିବ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ଚାକିରିରେ ଆସ୍ଥାଭାଜନ ହେବେ। ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ମେରୁନ୍ ।
ସିଂହ:କେତେକ ବିଷୟକୁ ନେଇ ବ୍ୟସ୍ତ ରହିବେ । ଚାକିରିରେ ଦୂରଯାତ୍ରା କରିପାରନ୍ତି। ରାଜନୀତିରେ ସହଯୋଗ ପାଇବେ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ- ହଳଦିଆ ।
କନ୍ୟା: ସ୍ବପ୍ନ ସାକାର ହେବ। ଉଭୟ ପ୍ରେମ ଓ ସାଂସାରିକ ସୁଖମୟ ରହିବ। ପ୍ରଶାସନିକ ସକ୍ରିୟ ରହିବେ । ବାଣିଜ୍ୟରେ ସମୃଦ୍ଧି ପ୍ରାପ୍ତି ହେବ । ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ତୁଳା:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ରାଜନୀତିରେ ପ୍ରତିଷ୍ଠା ବୃଦ୍ଧି ପାଇବ । ଚାକିରିରେ ନିଷ୍ଠାପର ରହିବେ। ବାଣିଜ୍ୟରେ ଆୟବୃଦ୍ଧି ହେବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍।
ବିଛା: ଅସ୍ଥିରତା କାରଣରୁ କାର୍ଯ୍ୟତ୍ରୁଟି କରିପାରନ୍ତି। ଧର୍ମାଦି କାର୍ଯ୍ୟରେ ବ୍ୟୟ କରି ଅଭାବରେ ପଡ଼ିବେ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍।
ଧନୁ: କର୍ମକ୍ଷେତ୍ରରେ ବିଷମ ପରିସ୍ଥିତି ରହିବ । ରାଜନୀତିରେ ଷଡ଼ଯନ୍ତ୍ରରେ ପଡ଼ିପାରନ୍ତି। ମହିଳାମାନେ ଦୁଶ୍ଚିନ୍ତାରେ ରହିବେ । ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ଅସଫଳ ହୋଇପାରନ୍ତି । ଶୁଭ ଅଙ୍କ-୯, ଶୁଭ ରଙ୍ଗ – କମଳା ।
ମକର: ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଚାକିରିରେ ପଦୋନ୍ନତି ହୋଇପାରେ। ପ୍ରଶାସନିକ ସମ୍ମାନିତ ହେବେ । ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ-୮, ଶୁଭ ରଙ୍ଗ- କଳା ।
କୁମ୍ଭ: ଦୁଃସାହସ ଭିତରେ କାର୍ଯ୍ୟ ସମ୍ପନ୍ନ କରିବେ । ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ। ଶିଳ୍ପ ଓ ବାଣିଜ୍ୟରେ ସୁଫଳ ପାଇବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
ମୀନ: କର୍ମକ୍ଷେତ୍ରରେ ଆବଦ୍ଧଯୋଗ ଦେଖାଦେବ । ସନ୍ତାନମାନେ ଚିନ୍ତାରେ ପକାଇବେ। ମହିଳାମାନେ ହତାଦର ହେବେ । ବାଣିଜ୍ୟ ମାନ୍ଦା ରହିବ। ଶୁଭ ଅଙ୍କ-୭, ଶୁଭ ରଙ୍ଗ- କଫି ।
ସୋମବାର ରାଶିଫଳ ( ୧୧-୧୦-୨୦୨୧ )
ମେଷ: କର୍ମକ୍ଷେତ୍ରରେ ପ୍ରତାରଣା ପାଇପାରନ୍ତି । ରାଜନୀତିରେ ଜଟିଳ ପରିସ୍ଥିତି ରହିବ। ମହିଳା ହତାଦର ହେବେ। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ – ୯, ଶୁଭ ରଙ୍ଗ – ମେରୁନ୍
ବୃଷ: ଦିନଟି ପ୍ରସନ୍ନତା ଭିତରେ କଟିବ। ଚାକିରିରେ ପ୍ରଶଂସା ପାଇବେ। ମହିଳାମାନେ ଉତ୍ସାହିତ ରହିବେ। ଶିଳ୍ପ ଓ ବାଣିଜ୍ୟ ସନ୍ତୋଷଜନକ ରହିବ। ଶିକ୍ଷାର୍ଥୀ ଦୃଢମନା ରହିବେ। ଶୁଭ ଅଙ୍କ –୨, ଶୁଭ ରଙ୍ଗ – ସିଲିଭର୍
ମିଥୁନ: କର୍ମ କ୍ଷେତ୍ରରେ ଦୃଢମନା ରହିବେ । ରାଜନୀତିରେ ଧନସମ୍ମାନ ପ୍ରାପ୍ତି ହେବ। ପରିବହନ ଓ ବାଣିଜ୍ୟ ଗ୍ରାହକପ୍ରିୟ ହେବେ । ଶିକ୍ଷାର୍ଥୀ ଉଚ୍ଚାଭିଳାଷ ହେବେ । ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ନୀଳ
କର୍କଟ: କର୍ମକ୍ଷେତ୍ରରେ ସହଯୋଗ ପାଇବେ। ରାଜନୀତିରେ ଲୋକସଂପର୍କ ବୃଦ୍ଧି ପାଇବ। ଚାକିରିରେ ନିଷ୍ଠା ରହିବ। ବାଣିଜ୍ୟ ଲାଭଜନକ ରହିବ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ –୨, ଶୁଭ ରଙ୍ଗ – ଧଳା
ସିଂହ : କର୍ମକ୍ଷେତ୍ରରେ ମନ୍ଥରତା ରହିବ। ସାଂସାରିକ ଅଭାବ ଅସୁବିଧାରେ ରହିବେ। ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ। ବାଣିଜ୍ୟରେ ସମସ୍ୟା ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବେ । ଶୁଭ ଅଙ୍କ – ୧, ଶୁଭ ରଙ୍ଗ – ଗୋଲାପି
କନ୍ୟା : ବିଭିନ୍ନ ବାଟରେ ଉପାର୍ଜନ କରିବେ । ରାଜନୀତିରେ ଉଚ୍ଚପ୍ରଶଂସା ପାଇବେ। ଚାକିରିରେ ପଦୋନ୍ନତି ହେବ। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ଶୁଭ ଅଙ୍କ – ୫, ଶୁଭ ରଙ୍ଗ – ସବୁଜ
ତୁଳା : ଦିନଟିରେ କର୍ମତତ୍ପର ରହିବେ । ପଡୋଶୀଙ୍କ ସହଯୋଗ ପାଇବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ଉଚ୍ଚମନା ହେବେ। ଶୁଭ ଅଙ୍କ – ୮, ଶୁଭ ରଙ୍ଗ – ବାଇଗଣୀ
ବିଛା : କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ । ରାଜନୀତିରେ ସୁନାମ ପାଇବେ। ମହିଳା ଯଶଖ୍ୟାତି ପାଇବେ। ବାଣିଜ୍ୟ ମନମୁତାବକ ରହିବ। ଶିକ୍ଷାର୍ଥୀ ସଫଳ ହେବେ । ଶୁଭ ଅଙ୍କ – ୭, ଶୁଭ ରଙ୍ଗ –କଫି
ଧନୁ : ହେଉଥିବା କାର୍ଯ୍ୟ ବିଗିଡି ଯାଇପାରେ। ଚାକିରିରେ ସମସ୍ୟା ରହିବ। ମହିଳା ହତୋତ୍ସାହ ରହିବେ । ବାଣିଜ୍ୟ ପ୍ରତିକୂଳ ରହିବ। ଶିକ୍ଷାର୍ଥୀ ଅନ୍ୟମନସ୍କ ରହିବେ। ଶୁଭ ଅଙ୍କ – ୨, ଶୁଭ ରଙ୍ଗ —ଧଳା
ମକର : କର୍ମକ୍ଷେତ୍ରରେ ପ୍ରସିଦ୍ଧି ପାଇବେ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧିହେବ। ମହିଳା ନୂତନ କର୍ମରେ ଯୋଗଦେଇପାରନ୍ତି। ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଚ୍ଚ ଫଳ ପାଇବେ। ଶୁଭ ଅଙ୍କ – ୬, ଶୁଭ ରଙ୍ଗ – ସିଲ୍‌ଭର୍
କୁମ୍ଭ : କୌଣସି ନୂତନ କର୍ମାରମ୍ଭ କରି ପାରନ୍ତି। ଚାକିରିରେ ସହଯୋଗ ପାଇବେ। ପରିବହନ ଓ ବାଣିଜ୍ୟରେ ଉତ୍ତମ ଲାଭ ପାଇବେ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ । ଶୁଭ ଅଙ୍କ – ୩, ଶୁଭ ରଙ୍ଗ – ଗୋଲ୍ଡେନ୍
ମୀନ: କର୍ମ କ୍ଷେତ୍ରରେ ସହଯୋଗ ପାଇବେ । ଧର୍ମାଦି କାର୍ଯ୍ୟରେ ମନ ରହିବ। ରାଜନୀତିରେ ଜନସେବାରେ ବ୍ରତୀ ହେବେ । ବାଣିଜ୍ୟରେ ଶୁଭଫଳ ମିଳିବ। ଶୁଭ ଅଙ୍କ –୧, ଶୁଭ ରଙ୍ଗ –ପିଙ୍କ୍
ଶନିବାର ରାଶିଫଳ ( ୨୫-୦୯-୨୦୨୧ )
ମେଷ : କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ତୁଲାଇବେ | ରାଜନୀତିରେ ଚଳଚଞ୍ଚଳ ରହିବେ । ମହିଳାମାନେ ବିରକ୍ତିମନା ହେବେ I ପରିବହନ ଓ ବାଣିଜ୍ୟରେ ପରିସର ବୃଦ୍ଧି ପାଇବ । ଶିକ୍ଷାର୍ଥୀ ଚଞ୍ଚଳମନା ହେବେ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍
ବୃଷ : ଅନ୍ୟର ସହଯୋଗ ପାଇଁ ଆଗେଇବେ। ଚାକିରିରେ ସହଯୋଗ ପାଇବେ । ରାଜନୀତିରେ ଦୂରଯାତ୍ରା କରିପାରନ୍ତି । ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ । ଶିକ୍ଷାର୍ଥୀ ପରିଶ୍ରମୀ ହେବେ । ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
ମିଥୁନ : ସାମାଜିକସ୍ତର ପ୍ରଶାସନିକ ଓ ରାଜନୀତିରେ ସୁନାମ ପାଇବେ । ଚାକିରିରେ ସ୍ଵାଧୀନତା ରହିବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବେ | ଶୁଭ ଅଙ୍କ -୬, ଶୁଭ ରଙ୍ଗ- ସିଲଭର
କର୍କଟ : ବିଭିନ୍ନ କ୍ଷେତ୍ରରେ ସଫଳତା ପାଇବେ। ଚାକିରିରେ ଧନସମ୍ମାନ ପାଇବେ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟରେ ଉନ୍ନତି ହେବ । ଶିକ୍ଷାର୍ଥୀ ଉତ୍ସାହିତ ରହିବେ । ଶୁଭ ଅଙ୍କ- ୯, ଶୁଭ ରଙ୍ଗ-ମେରୁନ୍
ସିଂହ : ଯୋଜନା କରି ଅସଫଳ ହେବେ । ସାଂସାରିକ ଧର୍ମାଦି କାର୍ଯ୍ୟରେ ବ୍ୟୟ କରି ଅଭାବରେ ପଡିବେ। ଚାକିରିରେ ସମସ୍ୟା ରହିବ | ବାଣିଜ୍ୟରେ ମାନ୍ଦା ରହିବ । ଶିକ୍ଷାର୍ଥୀ ଅସ୍ଥିର ରହିବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା
କନ୍ୟା : କର୍ମକ୍ଷେତ୍ରରେ ଶତ୍ରବୃଦ୍ଧି ହେବେ । ରାଜନୀତିରେ ବିଷମ ପରିସ୍ଥିତି ରହିବ। ମହିଳାମାନେ ଅଶାନ୍ତିରେ ରହିବେ। ବାଣିଜ୍ୟରେ ହାନି ହୋଇପାରେ | ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍
ତୁଳା : କର୍ମକ୍ଷେତ୍ର ଉତ୍ସାହଜନକ ରହିବ। ଚାକିରିରେ ସହଯୋଗ ମିଳିବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା
ବିଛା : କର୍ମକ୍ଷେତ୍ରରେ ସମ୍ମାନ ପାଇବେ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ । ରାଜନୀତିରେ ଶତମାନେ ଆୟତ୍ତାଧୀନ ହେବେ । ବାଣିଜ୍ୟରେ ଲାଭାନ୍ବିତ ହେବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲଭର
ଧନୁ : କର୍ମକ୍ଷେତ୍ରରେ ଠକାମିରେ ପଡ଼ିପାରନ୍ତି। କାର୍ଯ୍ୟ ବିଳମ୍ବ ଓ ବିରକ୍ତିମନା ରହିବେ । ପ୍ରଶାସନିକ ସମସ୍ୟାରେ ରହିବେ । ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍
ମକର : ବହୁଚେଷ୍ଟା କରି ସଫଳ ହେବେ। ଅତିଥିଙ୍କ ଆଗମନ ହୋଇପାରେ । ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ସଫଳ ହେବେ | ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ
କୁମ୍ଭ : କୌଣସି ଗୁରୁତ୍ଵ କାର୍ଯ୍ୟରେ ସଫଳ ହେବେ। ପ୍ରଶାସନିକ ପ୍ରଭାବଶାଳୀ ରହିବେ । ଶିକ୍ଷାର୍ଥୀ ଅଧ୍ୟୟନରତ ରହିବେ। ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲଭର
ମୀନ : ଦିନଟି ସମସ୍ୟା ଭିତରେ ଗତି କରିବେ ।ଚାକିରିରେ ଅସହଯୋଗ ଦେଖାଯିବ। ବାଣିଜ୍ୟରେ ମନ୍ଥରତା ରହିବ। ଶିକ୍ଷାର୍ଥୀ ତ୍ରୁଟି କରିପାରନ୍ତି। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ
ଶନିବାର ରାଶିଫଳ ( ୨୮-୦୮-୨୦୨୧ )
ମେଷ:ଦିନଟି ବ୍ୟସ୍ତ ବିବ୍ରତ ରହିବେ। ହଠାତ୍‌ ଦୂରଯାତ୍ରା କରିପାରନ୍ତି। ଚାକିରିରେ କାର୍ଯ୍ୟ ବହୁଳ ରହିବ। ବାଣିଜ୍ୟରେ ସାଧାରଣ ଫଳ ପାଇବେ।  ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା
ବୃଷ:କୌଣସି କାର୍ଯ୍ୟ ପାଇଁ ଦୂରସ୍ଥାନକୁ ଯାଇପାରନ୍ତି। ଚାକିରିରେ ଚଳଚଞ୍ଚଳ ରହିବେ। ମହିଳାମାନେ ପରିଶ୍ରମୀ ହେବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା
ମିଥୁନ:ଉଚ୍ଚ ଆଶା ପୂରଣ ହେବ। ପ୍ରଶାସନିକ ଓ ରାଜନୀତିରେ ସକ୍ରିୟ ରହିବେ। ଚାକିରିରେ ସମ୍ମାନ ପାଇବେ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
କର୍କଟ:ଅପେକ୍ଷାର ପରିସମାପ୍ତି ଘଟିବ। ରାଜନୀତିରେ ଧନସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ସୁଖୀ ରହିବେ। ବାଣିଜ୍ୟରେ ଉନ୍ନତି ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍
ସିଂହ:କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଅପେକ୍ଷା କରିବାକୁ ପଡିବ। ଚାକିରିରେ କାର୍ଯ୍ୟଭାର ରହିବ। ଶିଳ୍ପ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶିକ୍ଷାର୍ଥୀ ଚଳଚଞ୍ଚଳ ରହିବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
କନ୍ୟା:କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ପ୍ରଶାସନିକ ଅଭିଯୋଗ ଆସିପାରେ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ହାନି ହୋଇପାରେ। ଶିକ୍ଷାର୍ଥୀ ଭ୍ରମରେ ପଡିବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍
ତୁଳା:ଦିନଟି ପ୍ରସନ୍ନତା ଭିତରେ କଟିବ। ଚାକିରିରେ ନିଷ୍ଠାପର ରହିବେ। ରାଜନୀତିରେ ସୁନାମ ପାଇବେ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
ବିଛା:ଦୁଃସାହସିକ ଭିତ୍ତିରେ କାର୍ଯ୍ୟ ତୁଲାଇବେ। ମହିଳାମାନେ ସ୍ବାଭିମାନୀ ହେବେ। ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ  ସଫଳ ହେବେ। ଶିକ୍ଷାର୍ଥୀ ପରିଶ୍ରମୀ ହେବେ।ଶୁଭ ଅଙ୍କ-୯,ଶୁଭ ରଙ୍ଗ-ଲାଲ୍
ଧନୁ:କର୍ମକ୍ଷେତ୍ରରେ ଠକାମିରେ ପଡିପାରନ୍ତି। ରାଜନୀତିରେ ଲୋକସମ୍ପର୍କ ହ୍ରାସ ପାଇବ। ବାଣିଜ୍ୟ ମନ୍ଥର ରହିବ। ଶିକ୍ଷାର୍ଥୀ ଅସ୍ଥିର ରହିବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍
ମକର:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ସହଯୋଗ ମିଳିବ। ରାଜନୀତିରେ ପ୍ରଶଂସା ପାଇବେ। ବାଣିଜ୍ୟରେ ପ୍ରସାର ହେବ। ଶିକ୍ଷାର୍ଥୀ ଉତ୍ସାହିତ ରହିବେ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ସିଲଭର୍
କୁମ୍ଭ:କର୍ମକ୍ଷେତ୍ରରେ ସ୍ବାଧୀନତା ରହିବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ପ୍ରଶାସନିକ ସକ୍ରିୟ ରହିବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ
ମୀନ:ଅର୍ଥଚିନ୍ତା ସହ ବ୍ୟସ୍ତବିବ୍ରତ ରହିବେ। ମହିଳାମାନେ ହତୋତ୍ସାହ ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ।  ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି