biju-patanaik-sports-award - The Sakala

କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଜୁ ପଟ୍ଟନାୟକ କ୍ରୀଡା ସମ୍ମାନ ପ୍ରଦାନ
ଭୁବନେଶ୍ୱର: କ୍ରୀଡା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଜୁ ପଟ୍ଟନାୟକ କ୍ରୀଡା ସମ୍ମାନ ପ୍ରଦାନ କରାଯାଇଛି । ଲୋକସେବା ଭବନ କନଫରେନ୍ସ ହଲରେ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଏହି ଅବସରରେ ହକି କୋଚ୍ କାଳୁ ଚୌଧୁରୀଙ୍କୁ ଲାଇଫ୍ ଟାଇମ୍ ଅଚିଭମେଣ୍ଟ ପୁରସ୍କାର ପ୍ରଦାନ କରାଯାଇଛି । ସେହିପରି ହକି ଖେଳାଳି ଅମିତ ରୋହି ଦାସଙ୍କୁ ବିଜୁ ପଟ୍ଟନାୟକ ଶ୍ରେଷ୍ଠ କ୍ରୀଡାବିତ ପୁରସ୍କାର ପ୍ରଦାନ କରାଯାଇଛି । ଏହାସହ ଶ୍ରେଷ୍ଠ କୋଚ୍ ଭାବେ ଶିବ ପ୍ରସାଦ ଦାସଙ୍କୁ ବିଜୁ ପଟ୍ଟନାୟକ କ୍ରୀଡା ସମ୍ମାନ ପ୍ରଦାନ କରାଯାଇଛି । ମାନପତ୍ର ସହ ଆର୍ଥିକ ପୁରସ୍କାର ଦିଆଯାଇଛି । କାର୍ଯ୍ଯକ୍ରମରେ ମୁଖ୍ୟମନ୍ତ୍ରୀ, କ୍ରୀଡ଼ାମନ୍ତ୍ରୀ, କ୍ରୀଡ଼ା ସଚିବଙ୍କ ସହ ପଦ୍ମଶ୍ରୀ ଦିଲୀପ ତିର୍କୀ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ଏହି ଅବସରରେ ତ୍ରୈଲୋକ୍ୟ ନାଥ ପରିଡ଼ାଙ୍କୁ ବିଜୁ ପଟ୍ଟନାୟକ ଦୁଃସାହସିକ ପୁରସ୍କାର ପ୍ରଦାନ କରାଯାଇଥିଲା ।