Paralympics - The Sakala

ବିଶ୍ୱର ଶ୍ରେଷ୍ଠ ପାରା ତୀରନ୍ଦାଜ ହେଲେ ଭାରତର ଶୀତଳ ଦେବୀ, ରଚିଲେ ଇତିହାସ
ବିଶ୍ବ ତୀରନ୍ଦାଜୀ ମହାସଂଘ (ୱର୍ଲଡ ଆର୍ଚେରୀ) ପକ୍ଷରୁ ଭାରତର ତାରକା ଶୀତଳ ଦେବୀଙ୍କୁ ୨୦୨୫ ବର୍ଷ ପାଇଁ ସର୍ବଶ୍ରେଷ୍ଠ ପାରା ତୀରନ୍ଦାଜ ଭାବେ ଘୋଷଣା କରାଯାଇଛି। ନିଜର ଅଦମ୍ୟ ସାହସ ଏବଂ ନିଷ୍ଠା ବଳରେ ସେ ସମଗ୍ର ବିଶ୍ୱ ପାଇଁ ଏକ ପ୍ରେରଣାର ଉତ୍ସ ପାଲଟିଛନ୍ତି।

ଅସମ୍ଭବକୁ ସମ୍ଭବ କଲେ ଶୀତଳ

ଜାମ୍ମୁ-କାଶ୍ମୀରର ୧୯ ବର୍ଷ ବୟସ୍କା ଶୀତଳ ଦେବୀ ବିନା ଦୁଇ ହାତରେ ଜନ୍ମଗ୍ରହଣ କରିଥିଲେ ମଧ୍ୟ ଜୀବନ ସଂଗ୍ରାମରେ କେବେ ହାର ମାନି ନଥିଲେ। ନିଜ ପାଦ, ଗୋଡ଼ ଓ କାନ୍ଧର ବ୍ୟବହାର କରି ସେ ତୀରଚାଳନା କ୍ଷେତ୍ରରେ ଅସାଧାରଣ ନିପୁଣତା ହାସଲ କରିଛନ୍ତି। ସେ ହେଉଛନ୍ତି ବିଶ୍ୱର ପ୍ରଥମ ଦୁଇ ହାତ ନଥିବା ମହିଳା ତୀରନ୍ଦାଜ, ଯିଏକି ବିଶ୍ବ ପାରା ତୀରନ୍ଦାଜୀ ଚମ୍ପିଆନ୍‌ସିପରେ ସ୍ବର୍ଣ୍ଣ ପଦକ ଜିତିବାର ଗୌରବ ଅର୍ଜନ କରିଛନ୍ତି।

ମେଡାଲ୍ ଏବଂ ସଫଳତାର ଯାତ୍ରା

ଗତ ବର୍ଷ ଦକ୍ଷିଣ କୋରିଆର ଗ୍ବାଙ୍ଗ୍‌ଜୁଠାରେ ଆୟୋଜିତ ଏହି ଚମ୍ପିଆନ୍‌ସିପରେ ସେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ରଚିଥିଲେ। ପରେ ବିଶ୍ବ ଚମ୍ପିଆନ୍‌ସିପ୍‌ରେ ସେ ମହିଳା ଦଳଗତ ବର୍ଗରେ ରୌପ୍ୟ ଓ ମିଶ୍ରିତ ଦଳଗତ ବର୍ଗରେ କାଂସ୍ୟ ପଦକ ଜିତିଥିଲେ। ଏହା ବ୍ୟତୀତ ପ୍ୟାରିସ୍‌ ପାରାଲିମ୍ପିକ୍‌ସରେ ମଧ୍ୟ ସେ ଦଳଗତ କାଂସ୍ୟ ପଦକ ହାସଲ କରି ଦେଶ ପାଇଁ ଗୌରବ ଆଣିଥିଲେ।

ତାଙ୍କର କ୍ରମାଗତ ସଫଳତା ମଧ୍ୟରେ ୨୦୨୨ ଓ ୨୦୨୩ ଏସୀୟ ଚମ୍ପିଆନ୍‌ସିପ୍‌ରେ ହାସଲ କରିଥିବା ରୌପ୍ୟ ପଦକ ସାମିଲ ରହିଛି। ତାଙ୍କର ଏହି ଅତୁଳନୀୟ କ୍ରୀଡ଼ା ପ୍ରଦର୍ଶନ ଏବଂ କୃତିତ୍ବ ପାଇଁ ଭାରତ ସରକାରଙ୍କ ପକ୍ଷରୁ ତାଙ୍କୁ ସମ୍ମାନଜନକ ଅର୍ଜୁନ ପୁରସ୍କାର ପ୍ରଦାନ କରାଯାଇଛି। ତାଙ୍କର ଏହି ସଫଳତା ଭାରତୀୟ କ୍ରୀଡ଼ା ଇତିହାସରେ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ ଯୋଡ଼ିଛି।

ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ୍‌ଙ୍କୁ ୬କୋଟି ଟଙ୍କାର ଆର୍ଥିକ ପୁରସ୍କାର
ଭୁବନେଶ୍ୱର: ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ୍‌ଙ୍କୁ ୬କୋଟି ଟଙ୍କାର ଆର୍ଥିକ ପୁରସ୍କାର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନା ଯୋଗ୍ୟ ଯେ, ଗତ ଜୁଲାଇ ୮ ତାରିଖରେ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବାକୁ ଥିବା ଓଡ଼ିଆ ଅଲିମ୍ପିଆନ୍ ଓ ପରା ଅଲିମ୍ପିଆନଙ୍କ ସହ କଥା ହୋଇ ସେମାନଙ୍କୁ ଉତ୍ସାହିତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ବିଜେତାଙ୍କୁ ୬କୋଟି, ରୌପ୍ୟ ପଦକ ବିଜେତାଙ୍କୁ ୪କୋଟି ଓ ବ୍ରୋଞ୍ଜ ପଦକ ବିଜେତାଙ୍କ ପାଇଁ ୨.୫ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଥିଲେ । ଏଥିସହିତ ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ଉଭୟ ଅଲିମ୍ପିଆନ୍ ଓ ପାରା ଅଲିମ୍ପିଆନଙ୍କ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦେଇଥିଲେ ।

ପୂର୍ବ ଘୋଷଣା ମୁତାବକ ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଦଳର ଓଡ଼ିଆ ସଦସ୍ୟ ବିରେନ୍ଦ୍ର ଲାକ୍ରା ଏବଂ ଅମିତ ରୋହିଦାସଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଢ଼େଇ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ମାତ୍ରେ ତାଙ୍କୁ ଏହି ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ସେହିଭଳି ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତି ଐତିହାସିକ ସଫଳତା ହାସଲ କରିଥିବା ପ୍ରମୋଦ ଭଗତ୍‌ଙ୍କୁ ମଧ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ୬ କୋଟି ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ । ଏଥିସହ ଗ୍ରୁପ ‘A’ ଲେବୁଲର ସରକାରୀ ଚାକିରି ଦେବାକୁ ମଧ୍ୟ ଘୋଷଣା କରିଛନ୍ତି ରାଜ୍ୟ ସରକାର  । ଭୁବନେଶ୍ୱର ଫେରିବା ପରେ ପ୍ରମୋଦଙ୍କୁ ଚେକ୍ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ।

ଟୋକିଓ ପାରା ଅଲିମ୍ପିକ୍ସରେ ଭାରତକୁ ଶୁଟିଂରେ ଡବଲ ମେଡାଲ; ମନୀଷ ଜିତିଲେ ସ୍ଵର୍ଣ୍ଣ, ସିଂହରାଜଙ୍କୁ ରୌପ୍ୟ
ଟୋକିଓ : ଟୋକିଓ ପାରା ଅଲିମ୍ପିକ୍ସର ଏକାଦଶତମ ଦିବସରେ ଭାରତ ଉପରେ ପଦକ ବର୍ଷା ହୋଇଛି । ସୁଟିଂରେ କମାଲ କରିଛନ୍ତି ଭାରାତୀୟ ପାରାସୁଟର । ସୁଟିଂରେ ଦୁଇଟି ପଦକ ପାଇଛି ଭାରତ । ଭାରତୀୟ ଶୁଟର ମନୀଷ ନରୱାଲ ବିଶ୍ୱ ପାରାଲିମ୍ପିକ୍ସ ରେକର୍ଡ ସହ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ସିଂହରାଜ ରୌପ୍ୟ ପଦକ ଜିତିଛନ୍ତି। ୫୦ ମିଟର ପିସ୍ତଲ ଏସଏଚ୍-୧ରେ ଉଭୟ ପଦକ ଜିତିଛନ୍ତି। ୩ଟି ସ୍ଵର୍ଣ୍ଣ ସହ ଭାରତର ପଦକ ସଂଖ୍ୟା ୧୫କୁ ବୃଦ୍ଧି ହୋଇଛି।

ସୂଚନା ଅନୁଯାୟୀ, ପୁରୁଷ ମିକ୍ସଡ୍ ୫୦ ମିଟର ପିସ୍ତଲ ଇଭେଣ୍ଟରେ ମନୀଷ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଏହି ସମାନ ଇଭେଣ୍ଟରେ ରୋପ୍ୟ ପଦକ ମଧ୍ୟ ଭାରତ ହାତେଇଛି। ଏହି ମେଡାଲକୁ ହାତେଇଛନ୍ତି ସିଘଂରାଜ ଅଧାନା । ମନୀଷ ଏବଂ ସିଂରାଜଙ୍କ ମଧ୍ୟରେ ସ୍ୱର୍ଣ୍ଣ ପଦକ ପାଇଁ ଏକ ଜବରଦସ୍ତ ଲଢେଇ ହୋଇଥିଲା, ଯେଉଁଥିରେ ୧୯ ବର୍ଷୀୟ ଭାରତୀୟ ସୁଟର ମନୀଷ ନରୱାଲ ଭାରତକୁ ତୃତୀୟ ସ୍ୱର୍ଣ୍ଣ ପଦକ ଦେଇଛନ୍ତି।

ପାରା ଅଲିମ୍ପିକ୍ସରେ ଆଉ ଏକ ପଦକ ପକ୍କା କଲେ ଓଡ଼ିଆ ପୁଅ; ବ୍ୟାଡମିଣ୍ଟନ ଫାଇନାଲରେ ପହଁଚିଲେ ପ୍ରମୋଦ ଭଗତ
ଟୋକିଓ: ଟୋକିଓ ପାରା ଅଲିମ୍ପିକ୍ସରେ ଦମ୍ ଦେଖାଇଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ବ୍ୟାଡ୍‌ମିଣ୍ଟନ୍‌ ଫାଇନାଲକୁ ପ୍ରବେଶ କରି ପଦକ ସୁନିଶ୍ଚିତ କଲେ ପ୍ରମୋଦ । ଆଜି ଏସଏଲ -୩ ବର୍ଗରେ ଖେଳାଯାଇଥିବା ସେମିଫାଇନାଲରେ ଓଡିଆ ପୁଅ ଭଗତ ଜାପାନର ଦାଇସୁକେ ଫୁଜିହରାଙ୍କୁ ୨୧-୧୧,୨୧-୧୬ରେ ହରାଇଛନ୍ତି । ଏହି ବିଜୟ ସହ ତାଙ୍କର ପଦକ ସୁନିଶ୍ଚିତ ହୋଇଛି। ପ୍ରଥମ ଥର ପାଇଁ ପାରା ଅଲିମ୍ପିକ୍ସରେ ଯୋଗଦେଇଥିବା ବେଳେ ଓଡ଼ିଶା ପାଇଁ ପାରା ଅଲିମ୍ପିକ୍ସରେ ପ୍ରଥମ ଖେଳାଳି ଭାବେ ସଫଳତା ଆଣିବେ ପ୍ରମୋଦ ଭଗତ । ଆଜି ୩ଟା ବେଳେ ଫାଇନାଲ ଖେଳିବେ ପ୍ରମୋଦ ଭଗତ ।

ଟୋକିଓ ପାରା ଅଲିମ୍ପିକ୍ସରେ ଆଜିର ଦିନ ଭାରତ ପାଇଁ ବେଶ ଗୁରୁତ୍ଵପୂର୍ଣ୍ଣ। ଆଜି ଭାରତର ବହୁ ଆଥଲେଟ୍ ଶୁଟିଂ, ବ୍ୟାଡମିଣ୍ଟନରେ ଦେଶ ପାଇଁ ପଦକ ଜିତିବେ ବୋଲି ଆଶା କରାଯାଉଛି।

ଟୋକିଓ ପାରାଲିମ୍ପିକ୍ସରେ ଭାରତକୁ ଆଉ ଏକ ପଦକ, ନିଷାଦ ଜିତିଲେ ରୌପ୍ୟ
ଟୋକିଓ: ଟୋକିଓ ପାରା ଅଲିମ୍ପିକ୍ସରେ ଭାରତକୁ ଆଉ ଏକ ମେଡ଼ାଲ ମିଳିଛି । ହାଇ ଜମ୍ପରେ ଭାରତକୁ ରୌପ୍ୟ ପଦକ ମିଳିଛି। ପାରାଲିମ୍ପିକ୍ସରେ ହାଇ ଜମ୍ପରେ ନିଷାଦ କୁମାର ରୌପ୍ୟ ପଦକ ପାଇଛନ୍ତି। ଯାହା ଫଳରେ ବର୍ତ୍ତମାନ ସୁଦ୍ଧା ପାରାଲିମ୍ପିକ୍ସରେ ଭାରତର ପଦକ ସଂଖ୍ୟା ୨କୁ ବୃଦ୍ଧି ପାଇଛି। ହାଇ ଜମ୍ପରେ ନିଷାଦ କୁମାର ରୌପ୍ୟ ପଦକ ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କ୍ରିଡାମନ୍ତ୍ରୀ ଅନୁରାଗ ଠାକୁର ଟ୍ବିଟ୍‌ କରି ଶୁଭେୁଚ୍ଛା ଜଣାଇଛନ୍ତି। ଏହାସହ ପୂର୍ବରୁ ଟେବୁଲ ଟେନିସରେ ଭାବିନା ପଟେଲ ରୌପ୍ୟ ପଦକ ହାସଲ କରିଥିଲେ।

More joyful news comes from Tokyo! Absolutely delighted that Nishad Kumar wins the Silver medal in Men’s High Jump T47. He is a remarkable athlete with outstanding skills and tenacity. Congratulations to him. #Paralympics

— Narendra Modi (@narendramodi) August 29, 2021

ପାରାଲିମ୍ପିକ୍ସରେ ପଦକ ଜିତିବାରେ ଭାବିନା ପଟେଲ ହେଉଛନ୍ତି ଦ୍ୱିତୀୟ ଭାରତୀୟ ମହିଳା। ସେହିପରି ପାରାଲିମ୍ପିକ୍ସରେ ଟେବୁଲ ଟେନିସ୍‌ରେ ପଦକ ଜିତିବାରେ ସେ ହେଉଛନ୍ତି ପ୍ରଥମ ଭାରତୀୟ।ଫାଇନାଲ୍ ମ୍ୟାଚ୍‌ରେ ଭାବିନା ବିଶ୍ୱର ନମ୍ବର ୧ ଖେଳାଳି ଚୀନ୍‌ର ଝୋଉ ୟିଙ୍ଗଙ୍କ ଠାରୁ ପରାସ୍ତ ହୋଇଯାଇଥିଲେ। ଭାବିନା ପ୍ରଥମ ଥର ପାଇଁ ପାରାଲିମ୍ପିକ୍ସରେ ଭାଗ ନେଇଥିଲେ ଓ ଏଥିରେ ତାଙ୍କୁ ପଦକ ମିଳିଛି। ତେବେ ଟୋକିଓ ପାରାଲିମ୍ପିକ୍ସରେ ରୌପ୍ୟ ବିଜୟିନୀ ଭାବିନା ପଟେଲଙ୍କୁ ୩ କୋଟି ଟଙ୍କାର ପୁରସ୍କାର ମିଳିବ। ତାଙ୍କ ପାଇଁ ଏହି ପୁରସ୍କାର ରାଶି ଘୋଷଣା କରିଛନ୍ତି ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ।

Nishad jumps to glory 🥈 !

Congratulations Champ @nishad_hj !

We’ve just won 🇮🇳 2nd medal
at #Tokyo2020  #Paralympics  !

• High Jump T47 Final
• 2.06m jump which equals Asian Record set by him in 2021#Praise4Para #Cheer4India pic.twitter.com/mkXvu3kFEg

— Anurag Thakur (@ianuragthakur) August 29, 2021