Tokyo Paralympics - The Sakala

ଟୋକିଓ ପାରା ଅଲମ୍ପିକ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ହାତେଇଲେ ସ୍ବର୍ଣ୍ଣ ପଦକ
ଟୋକିଓ: ଜାପାନାର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୦ରେ ଚମକିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ସେ ବ୍ୟାଡମିଣ୍ଟନର ପୁରୁଷ ଏକକ ବର୍ଗ ଫାଇନାଲରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। ପ୍ରଥମ ଭାରତୀୟ ଖେଳାଳି ଭାବେ ଅଲିମ୍ପିକ୍ସ କିମ୍ବା ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି ପ୍ରମୋଦ। ୩୩ ବର୍ଷିୟ ପ୍ରମୋଦ ଗୋଲ୍ଡ ମେଡାଲ ଜିତି ରଚିଛନ୍ତି ଇତିହାସ। ଫାଇନାଲ ମ୍ୟାଚର ପ୍ରଥମ ସେଟରେ ୨୧-୧୪ରେ ବିଜୟୀ ହୋଇଥିଲେ । ସେହିପରି ଦ୍ୱିତୀୟ ସେଟରେ ଜିତି ସଫଳତା ଆଣିଛନ୍ତି । ସେମିଫାଇନାଲରେ ଜାପାନର ଫୁଜିହାରାଙ୍କୁ ହରାଇ ସିଙ୍ଗଲସ ଏସଏଲ-୩ ଫାଇନାଲରେ ପ୍ରବେଶ କରିଛନ୍ତି ଭଗତ । ଜାପାନର ଡାଇସୁକି ଫୁଜିହାରାଙ୍କୁ ୨୧-୧୧, ୨୧-୧୬ସେଟରେ ହରାଇଛନ୍ତି ଭଗତ ।

ଟୋକିଓ ପାରା ଅଲିମ୍ପିକ୍ସରେ ଭାରତକୁ ଶୁଟିଂରେ ଡବଲ ମେଡାଲ; ମନୀଷ ଜିତିଲେ ସ୍ଵର୍ଣ୍ଣ, ସିଂହରାଜଙ୍କୁ ରୌପ୍ୟ
ଟୋକିଓ : ଟୋକିଓ ପାରା ଅଲିମ୍ପିକ୍ସର ଏକାଦଶତମ ଦିବସରେ ଭାରତ ଉପରେ ପଦକ ବର୍ଷା ହୋଇଛି । ସୁଟିଂରେ କମାଲ କରିଛନ୍ତି ଭାରାତୀୟ ପାରାସୁଟର । ସୁଟିଂରେ ଦୁଇଟି ପଦକ ପାଇଛି ଭାରତ । ଭାରତୀୟ ଶୁଟର ମନୀଷ ନରୱାଲ ବିଶ୍ୱ ପାରାଲିମ୍ପିକ୍ସ ରେକର୍ଡ ସହ ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ସିଂହରାଜ ରୌପ୍ୟ ପଦକ ଜିତିଛନ୍ତି। ୫୦ ମିଟର ପିସ୍ତଲ ଏସଏଚ୍-୧ରେ ଉଭୟ ପଦକ ଜିତିଛନ୍ତି। ୩ଟି ସ୍ଵର୍ଣ୍ଣ ସହ ଭାରତର ପଦକ ସଂଖ୍ୟା ୧୫କୁ ବୃଦ୍ଧି ହୋଇଛି।

ସୂଚନା ଅନୁଯାୟୀ, ପୁରୁଷ ମିକ୍ସଡ୍ ୫୦ ମିଟର ପିସ୍ତଲ ଇଭେଣ୍ଟରେ ମନୀଷ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତିଛନ୍ତି। ଏହି ସମାନ ଇଭେଣ୍ଟରେ ରୋପ୍ୟ ପଦକ ମଧ୍ୟ ଭାରତ ହାତେଇଛି। ଏହି ମେଡାଲକୁ ହାତେଇଛନ୍ତି ସିଘଂରାଜ ଅଧାନା । ମନୀଷ ଏବଂ ସିଂରାଜଙ୍କ ମଧ୍ୟରେ ସ୍ୱର୍ଣ୍ଣ ପଦକ ପାଇଁ ଏକ ଜବରଦସ୍ତ ଲଢେଇ ହୋଇଥିଲା, ଯେଉଁଥିରେ ୧୯ ବର୍ଷୀୟ ଭାରତୀୟ ସୁଟର ମନୀଷ ନରୱାଲ ଭାରତକୁ ତୃତୀୟ ସ୍ୱର୍ଣ୍ଣ ପଦକ ଦେଇଛନ୍ତି।

ପାରା ଅଲିମ୍ପିକ୍ସରେ ଆଉ ଏକ ପଦକ ପକ୍କା କଲେ ଓଡ଼ିଆ ପୁଅ; ବ୍ୟାଡମିଣ୍ଟନ ଫାଇନାଲରେ ପହଁଚିଲେ ପ୍ରମୋଦ ଭଗତ
ଟୋକିଓ: ଟୋକିଓ ପାରା ଅଲିମ୍ପିକ୍ସରେ ଦମ୍ ଦେଖାଇଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ବ୍ୟାଡ୍‌ମିଣ୍ଟନ୍‌ ଫାଇନାଲକୁ ପ୍ରବେଶ କରି ପଦକ ସୁନିଶ୍ଚିତ କଲେ ପ୍ରମୋଦ । ଆଜି ଏସଏଲ -୩ ବର୍ଗରେ ଖେଳାଯାଇଥିବା ସେମିଫାଇନାଲରେ ଓଡିଆ ପୁଅ ଭଗତ ଜାପାନର ଦାଇସୁକେ ଫୁଜିହରାଙ୍କୁ ୨୧-୧୧,୨୧-୧୬ରେ ହରାଇଛନ୍ତି । ଏହି ବିଜୟ ସହ ତାଙ୍କର ପଦକ ସୁନିଶ୍ଚିତ ହୋଇଛି। ପ୍ରଥମ ଥର ପାଇଁ ପାରା ଅଲିମ୍ପିକ୍ସରେ ଯୋଗଦେଇଥିବା ବେଳେ ଓଡ଼ିଶା ପାଇଁ ପାରା ଅଲିମ୍ପିକ୍ସରେ ପ୍ରଥମ ଖେଳାଳି ଭାବେ ସଫଳତା ଆଣିବେ ପ୍ରମୋଦ ଭଗତ । ଆଜି ୩ଟା ବେଳେ ଫାଇନାଲ ଖେଳିବେ ପ୍ରମୋଦ ଭଗତ ।

ଟୋକିଓ ପାରା ଅଲିମ୍ପିକ୍ସରେ ଆଜିର ଦିନ ଭାରତ ପାଇଁ ବେଶ ଗୁରୁତ୍ଵପୂର୍ଣ୍ଣ। ଆଜି ଭାରତର ବହୁ ଆଥଲେଟ୍ ଶୁଟିଂ, ବ୍ୟାଡମିଣ୍ଟନରେ ଦେଶ ପାଇଁ ପଦକ ଜିତିବେ ବୋଲି ଆଶା କରାଯାଉଛି।

୧୬ତମ ସ୍ୱର୍ଣ୍ଣ ଜିତିଲେ ସାରା
ଟୋକିଓ : ଗ୍ରେଟ୍‍ ବ୍ରିଟେନର ସାଇକ୍ଲିଷ୍ଟ ସାରା ଷ୍ଟୋରେ ଚଳିତ ପାରା ଅଲିମ୍ପିକ୍ସର ସି-୫ ଟାଇମ୍‍ ଟ୍ରାଏଲ୍‍ରେ ସ୍ୱର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି। ଏଥିସହ ପାରା ଅଲିମ୍ପିକ୍ସ ଇତିହାସରେ ସେ ୧୬ତମ ସ୍ୱର୍ଣ୍ଣ ସଫଳତା ପାଇଛନ୍ତି। କ୍ୟାରିୟରର ୮ମ ପାରା ଅଲିମ୍ପିକ୍ସରେ ପ୍ରତିନିଧିତ୍ୱ କରୁଥିବା ୪୩ ବର୍ଷୀୟା ସାରା ଏଥିସହ ଗ୍ରେଟ୍‍ ବ୍ରିଟେନ ଇତିହାସରେ ଶ୍ରେଷ୍ଠ ପାରା ଅଲିମ୍ପିଆନ୍‍ ଭାବେ ସନ୍ତରଣକାରୀ ମାଇକ୍‍ କେନ୍ନୀଙ୍କ ସମକକ୍ଷ ହୋଇଛନ୍ତି। କେନି ମଧ୍ୟ ପାରା ଅଲିମ୍ପିକ୍ସରେ ୧୬ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ମଙ୍ଗଳବାର ସ୍ୱର୍ଣ୍ଣ ପଦକ ଜିତିବା ସହ ସାରା ପାରା ଅଲିମ୍ପିକ୍ସରେ ନିଜର ପଦକ ସଂଖ୍ୟାକୁ ୨୭ରେ ପହଞ୍ଚାଇଛନ୍ତି। ୧୬ ସ୍ୱର୍ଣ୍ଣ ବାଦ୍‍ ସେ ୮ ରୌପ୍ୟ ଓ ୩ କାଂସ୍ୟ ପଦକ ବିଜୟୀ ହୋଇଛନ୍ତି। ଏହି କିମ୍ବଦନ୍ତୀ ସାଇକ୍ଲିଷ୍ଟ ୧୯୯୨ରୁ ପାରା ଅଲିମ୍ପିକ୍ସରେ ପ୍ରତିନିଧିତ୍ୱ କରି ଆସୁଛନ୍ତି।

ଟୋକିଓ ପାରାଲିମ୍ପିକ୍ସ : ବିଶ୍ୱ ରେକର୍ଡ ସହ ଜାଭେଲିନ୍‌ ଥ୍ରୋରେ ସ୍ୱର୍ଣ୍ଣ ଜିତିଲେ ସୁମିତ୍ ଅନ୍ତିଲ୍‌
ଟୋକିଓ : ଟୋକିଓ ପାରାଲିମ୍ପିକ୍ସରେ ଭାରତୀୟ ଆଥଲେଟଙ୍କ ଦବଦବା ଜାରି ରହିଛି। ପାରାଲିମ୍ପିକ୍ସର ଷଷ୍ଠ ଦିନରେ ଭାରତକୁ ମିଳିଛି ଆଉ ଏକ ସ୍ବର୍ଣ୍ଣ ପଦକ। ଜାଭେଲିନ୍‌ ଥ୍ରୋରେ ସୁମିତ ଅନ୍ତିଲ୍‌ଙ୍କୁ ଗୋଲ୍ଡ ମେଡାଲ ମିଳିଛି । ଏହା​ ସହିତ ଟୋକିଓ ପାରାଅଲିମ୍ପିକରେ ଭାରତରେ ସ୍ବର୍ଣ୍ଣ ପଦକ ସଂଖ୍ୟା ୨ ସହ ମୋଟ୍‌ ପଦକ ସଂଖ୍ୟା ୭କୁ ବୃଦ୍ଧି ପାଇଛି।

The World Record has been broken !

India 🇮🇳 has won another GOLD🥇 MEDAL !

Sumit Antil congratulations on a splendid 🥇 at #Tokyo2020  #Paralympics

Incredible throw, Inspirational feat !

• Javelin Throw F64 Final with a throw of 68.55m#Praise4Para #Cheer4India pic.twitter.com/zdDbDnIUxs

— Anurag Thakur (@ianuragthakur) August 30, 2021

ବିଶ୍ୱ ରେକର୍ଡ ସହ ସୁମିତ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି । ୬୮.୫୫ ମିଟର ଯାଏଁ ଜାଭେଲିନ ଫିଙ୍ଗି ସେ ଏହି ସଫଳତା ହାସଲ କରିଛନ୍ତି । ଭାରତ ଚଳିତ ଗେମ୍ସରେ ୨ ସ୍ୱର୍ଣ୍ଣ, ୪ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ପଦକ ଜିତିଛି। ତେବେ ବିନୋଦ କୁମାର ଅଯୋଗ୍ୟ ଘୋଷିତ ହେବାରୁ ସେ ବ୍ରୋଞ୍ଜ ପଦକ ହରାଇଛନ୍ତି।