IMDWeather - The Sakala
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି। ମୁଖ୍ୟତଃ ଉତ୍ତର ଓଡ଼ିଶାରେ ବର୍ଷା ଯୋଗୁଁ ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ବନ୍ୟା ସ୍ଥିତି ଉତ୍ପନ୍ନ ହୋଇଥିବା ବେଳେ ଝାଡ଼ଖଣ୍ଡରୁ ଆସୁଥିବା ବର୍ଷା ପାଣି ଏହି ଦୁଇ ଜିଲ୍ଲା ପାଇଁ ସମସ୍ୟା ବଢ଼ାଇଛି। ଧୀରେଧୀରେ ଲଘୁଚାପ ଝାଡ଼ଖଣ୍ଡମୁହାଁ ହେବା ହେତୁ ଯଦିଓ ରାଜ୍ୟରେ ବର୍ଷା କମୁଛି, ମାତ୍ର ଏବେ ବି ଅନେକ ସ୍ଥାନରେ ବର୍ଷା ଯୋଗୁଁ ସ୍ଥିତି ବେହାଲ ରହିଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ବୁଧବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ବର୍ଷାର ପ୍ରଭାବ ଅଧିକ ରହିବ ବୋଲି ଆକଳନ କରାଯାଇଥିବା ବେଳେ ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଓ ବରଗଡ଼ ଜିଲ୍ଲାରେ ବର୍ଷା ହୋଇପାରେ। ଅନ୍ୟପଟେ ଆସନ୍ତା ୪ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆଉ ଏକ ପର୍ଯ୍ୟାୟରେ ବର୍ଷା ଆଶଙ୍କା ରହିଛି।
ଜୁନ୍‌ ମାସ ମଧ୍ୟରେ ରାଜ୍ୟରେ ୨୬୨.୦ ମିମି ବର୍ଷା ହୋଇଛି। ସ୍ୱାଭାବିକ ବର୍ଷା ୨୧୬.୫ ମିମି ବର୍ଷା ତୁଳନାରେ ଏହା ଅଧିକ। ଜଗତସିଂହପୁର, ବୌଦ୍ଧ, ଦେବଗଡ଼, ସୁନ୍ଦଗରଡ଼, ମୟୂରଭଞ୍ଜ ଜିଲ୍ଲାରେ ଅତ୍ୟଧିକ ବର୍ଷା ରେକର୍ଡ କରାଯାଇଛି। ସେହିପରି, କୋରାପୁଟ, ସୋନପୁର, କଟକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, କେନ୍ଦୁଝର, ବାଲେଶ୍ୱର, ସମ୍ୱଲପୁରରେ ସ୍ୱାଭାବିକଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଛି। ଦୀର୍ଘବର୍ଷ ପରେ ମୌସୁମୀ ପ୍ରଥମ ମାସ ଅର୍ଥାତ୍‌ ଜୁନ୍‌ରେ ବର୍ଷାର ପରିମାଣ ସ୍ୱାଭାବିକ ରହିଥିବାରୁ ଚଳିତବର୍ଷ ଠିକ୍‌ ସମୟରେ ଚାଷ କାମ ଆରମ୍ଭ ହେବା ନେଇ ଆକଳନ କରାଯାଉଛି। ସେହିପରି ଜୁଲାଇରେ ସାମଗ୍ରିକ ଭାବେ ସ୍ୱାଭାବିକ ତୁଳନାରେ ଅଧିକ ବର୍ଷା ହେବ ବୋଲି ଆଇଏମ୍‌ଡି ପକ୍ଷରୁ ଆକଳନ କରାଯାଇଛି। ବିଭାଗ ଜୁଲାଇ ପାଇଁ ଆକଳନ ଜାରି କରି ଏହି ସୂଚନା ଦେଇଛି। ଉପକୂଳବର୍ତ୍ତୀ ଜିଲ୍ଲାରେ ସ୍ୱାଭାବିକ ତୁଳନାରେ ବର୍ଷାର ପରିମାଣ ଯଥେଷ୍ଟ ଅଧିକ ରହିବା ନେଇ ଆକଳନ କରାଯାଉଥିବା ବେଳେ ଅନ୍ୟ ସମସ୍ତ ଜିଲ୍ଲାରେ ବର୍ଷାର ପରିମାଣ ସ୍ୱାଭାବିକଠୁଁ ଅଧିକ ରହିବ ବୋଲି ଆଇଏମ୍‌ଡି ଦର୍ଶାଇଛି।
ସମଗ୍ର ଦେଶରୁ ବିଦାୟ ନେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
ନୂଆଦିଲ୍ଲି: ସମଗ୍ର ଦେଶରୁ ବିଦାୟ ନେଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେପ୍ଟମ୍ବର ୨୯ରୁ ରାଜଧାନୀ ଦିଲ୍ଲୀରୁ ମୌସୁମୀ ବିଦାୟ ନେଇଥିଲା। ଏହା ପୂର୍ବରୁ ଓଡ଼ିଶାରୁ ଅକ୍ଟୋବର ୨୧ରୁ ରାଜ୍ୟରୁ ସମ୍ପୂର୍ଣ୍ଣ ବିଦାୟ ନେଇଥିଲା ମୌସୁମୀ ବାୟୁ।
ଓଡ଼ିଶାରୁ ଟଳିଲା ବାତ୍ୟା ବିପଦ! ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁ ହେବ ବାତ୍ୟା ସିତ୍ରାଙ୍ଗ
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ଓଡ଼ିଶା ଛୁଇଁବ ନାହିଁ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବାତ୍ୟା ସୃଷ୍ଟି ହେବା ସ୍ପଷ୍ଟ ହୋଇଛି । ହେଲେ ଓଡିଶା ଉପରେ ଏହି ବାତ୍ୟାର ସେପରି କିଛି ପ୍ରଭାବ ପଡିବ ନାହିଁ । ଏହା ଓଡିଶା ଉପକୂଳ ସ୍ପର୍ଶ କରିବାର ସମ୍ଭାବନା ନାହିଁ । ଓଡିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ଆଡକୁ ମୁହାଁଇବ ବୋଲି ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ।
ଆକଳନ ଅନୁଯାୟୀ, ବର୍ତ୍ତମାନ ସକ୍ରିୟ ଥିବା ଲଘୁଚାପ ଆଣ୍ଡାମାନ ସାଗର ଓ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ପୂର୍ବ –କେନ୍ଦ୍ରୀୟ ଓ ତତସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଏକ ଅବପାତର ରୂପ ନେବ। ପରେ ଏହା ଘନୀଭୂତ ହୋଇ ୨୩ ତାରିଖ ବେଳକୁ ଗଭୀର ଅବପାତ ଓ ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ୨୪ ତାରିଖ ବେଳକୁ ଏକ ସାମୁଦ୍ରିକ ରୂପ ନେବ। କିନ୍ତୁ ବର୍ଷାର ରୂପରେଖ କ’ଣ ରହିବ, ସେ ନେଇ ବର୍ତ୍ତମାନ ସୁଦ୍ଧା ଆଇଏମଡି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ ।
ଏଥିସହ ସେ କହିଛନ୍ତି, ଏହି ବାତ୍ୟା ଓଡିଶା ଉପକୂଳ ଅତିକ୍ରମ କରିବାର ସମ୍ଭାବନା ନାହିଁ । ଓଡିଶା ଉପକୂଳ ପାଖାପାଖି ଗତି କରି ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ଆଡକୁ ମୁହାଁଇବ । ୨୫ ତାରିଖରେ ଏହା ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପକୂଳ ନିକଟ ସମୁଦ୍ରରେ ପହଞ୍ଚିବ । ଏହାର ସବୁଠୁ ଅଧିକ ପ୍ରଭାବ ପଶ୍ଚିମବଙ୍ଗ ଓ ବାଙ୍ଗଲାଦେଶ ଉପରେ ରହିବାର ସମ୍ଭାବନା ରହିଛି । ତେବେ ଏବେଠୁ ଏହାର ତୀବ୍ରତା ଜଣାପଡିନି । ଡିପ୍ରେସନରେ ପରିଣତ ହେଲେ ଏହାର ରୂପରେଖ ଅଧିକ ସ୍ପଷ୍ଟ ହେବ । ଏହା ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାରେ ୨୪ ଓ ୨୫ରେ ବର୍ଷା ହେବ । ବାତ୍ୟା ପ୍ରଭାବରେ ୨୧ ପାଖରୁ ଦକ୍ଷିଣ ଓ କେନ୍ଦ୍ରୀୟ ବଙ୍ଗୋପସାଗର ଅଶାନ୍ତ ରହିବ । ତେଣୁ ଏହି ସମୟରେ ମତ୍ସ୍ୟଜୀବୀ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।
ଆସନ୍ତାକାଲି ଯାଏଁ ରାଜ୍ଯର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା, ୧୬ରୁ ପୁଣି ଫେରିବ ଶୀତ
ଭୁବନେଶ୍ୱର: ଆସନ୍ତାକାଲି ପର୍ଯ୍ଯନ୍ତ ରାଜ୍ୟରେ ଜାରି ରହିବ ବର୍ଷା । ନିମ୍ନ ଚାପ ରେଖା ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ କୁଆପଥର ମାଡ଼ ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୫ତାରିଖ ସକାଳ ପର୍ଯ୍ଯନ୍ତ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ଏଥିପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା , ପୁରୀ, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ଢେଙ୍କାନାଳ ଓ ମାଲକାନଗିରିକୁ ବଜ୍ରପାତ ଜନିତ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୬ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବା ସହିତ ଶୀତ ଫେରିବ । ସ୍ୱାଭାବିକଠାରୁ ୨ରୁ ୩ଡିଗ୍ରୀ ତାପମାତ୍ରା କମିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।
ସକ୍ରିୟ ହେଲା ମୌସୁମୀ ବାୟୁ: ୨୭ରୁ ଜୁନ୍ ୩ ମଧ୍ୟରେ କେରଳରେ ପହଞ୍ଚିବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ
ଭୁବନେଶ୍ୱର: ସକ୍ରିୟ ହେଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ବଙ୍ଗୋପସାଗରରେ ମୌସୁମୀ ବାୟୁ ସକ୍ରିୟ ହୋଇଛି । ଦକ୍ଷିଣ ଆଣ୍ଡାମାନ୍ ଏବଂ ନିକୋବର ଦ୍ୱୀପରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଛି । ୪୮ ଘଣ୍ଟାରେ ଆହୁରି ଅଗ୍ରସର ହେବ । ଦକ୍ଷିଣପୂର୍ବ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଆଡ଼କୁ ଗତି କରିବ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ୩୧ ତାରିଖରେ କେରଳ ଛୁଇଁବା ସମ୍ଭାବନା ରହିଛି । ୨୭ରୁ ଜୁନ୍ ୩ ତାରିଖ ମଧ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସମ୍ପୂର୍ଣ୍ଣ ଭାବେ କେରଳରେ ପହଞ୍ଚିବ । ଏନେଇ ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
ରାଜ୍ଯରେ ପୁଣି ବଢ଼ିବ ତାତି
ଭୁବନେଶ୍ୱର: ଆଜି ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇବା ଆରମ୍ଭ ହେବ। କିଛି ଦିନ ହେବ ତାତିରୁ ସାମାନ୍ୟ ଆସ୍ୱସ୍ତି ମିଳିଥିବା ବେଳେ ପୁଣି ପାରଦ ଉପରକୁ ଉଠିବ। ୮ ତାରିଖ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରେ ୨-୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ି଼ିବା ହେତୁ କିଛି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଦେଖାଯିବାର ସମ୍ଭାବନା ରହିଛି। ଅନ୍ୟପଟେ ଏହାପରେ ଅର୍ଥାତ ୯ ତାରିଖଠାରୁ ପୁଣି କାଳବୈଶାଖୀ ଯୋଗୁଁ ତାତି କମିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଗତ ୨-୩ ଦିନ ହେବ ଲାଗି ରହିଥିବା କାଳବୈଶାଖୀ ବର୍ଷା ମଙ୍ଗଳବାରଠାରୁ ବନ୍ଦ ହେବ। ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଖରାଟିଆ ପାଗ ରହିବାକୁ ଥିବାରୁ ତାପମାତ୍ରା ବୃଦ୍ଧିପାଇବ। ଅନ୍ୟପଟେ ସୋମବାରଠାରୁ କିଛି ଅଞ୍ଚଳରେ ତାପମାତ୍ରା ବଢ଼ି଼ିବା ଆରମ୍ଭ ହୋଇଛି। ରବିବାର ରାଜ୍ୟର କୌଣସି ଜିଲ୍ଲାରେ ତାପମାତ୍ରା ୪୦ ଡିଗ୍ରୀ ଟପି ନ ଥିବା ବେଳେ ସୋମବାର ରାଜ୍ୟର ସୁନ୍ଦରଗଡ଼ଠାରେ ତାପମାତ୍ରା ୪୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଏହା ସହିତ ବଲାଙ୍ଗିରରେ ୪୦.୫ ଓ ଝାରସୁଗୁଡ଼ା, ସମ୍ବଲପୁର, ଟିଟଲାଗଡ଼ ଏବଂ ମାଲକାନଗିରି ଆଦିରେ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ଫସିୟସ ରେକର୍ଡ ହୋଇଛି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‍ଆର ବିଶ୍ୱାସ କହିଛନ୍ତି ଯେ ୬ ଓ ୭ ତାରିଖ ପାଗ ଶୁଖିଲା ରହିବ। କିନ୍ତୁ ୮ରେ ହାଲ୍‍କା ବର୍ଷା ହୋଇପାରେ। ୯ ତାରିଖରେ ଏହା ଆହୁରି ବୃଦ୍ଧି ପାଇବ। ବିଶେଷ କରି ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ଗଜପତି ଓ ଗଞ୍ଜାମରେ ବିଜୁଳି ଘଡ଼ଘଡ଼ି ସହ ବର୍ଷାର ପ୍ରଭାବ ଅଧିକ ରହିବ। ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ବୋଲି ଡ. ବିଶ୍ୱାସ କହିଛନ୍ତି।
ବର୍ଷା ଓ ବଜ୍ରପାତ ନେଇ ୬ ଜିଲ୍ଲାକୁ ସତର୍କ ସୂଚନା ଜାରି
ଭୁବନେଶ୍ୱର: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ନେଇ ୬ ଜିଲ୍ଲାକୁ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସାଟେଲାଇଟରୁ ମିଳିଥିବା ତଥ୍ୟ ଅନୁଯାୟୀ ଆଗାମୀ ୨ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନୂଆପଡ଼ା, କେନ୍ଦୁଝର ଜିଲ୍ଲାରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ୬ ଜିଲ୍ଲାକୁ ଚେତାବନୀ ଜାରି କରିଛି । ସ୍ଥାନୀୟ ଅଞ୍ଚଳର ପାଣିପାଗ ସହିତ ଅବଗତ ରହିବା ସହ ବିଜୁଳି-ଘଡ଼ଘଡ଼ି ସମୟରେ ନିରାପଦ ସ୍ଥାନକୁ ଯାଇ ନିଜକୁ ସୁରକ୍ଷିତ ରଖନ୍ତୁ ବୋଲି ପାଣିପାଗ ବିଭାଗ କହିଛି।
ସାଟେଲାଇଟ ରୁ ମିଳିଥିବା ତଥ୍ୟ ଅନୁଯାୟୀ ଆଗାମୀ ୨ଘଣ୍ଟା ମଧ୍ୟରେ #ମୟୁରଭଞ୍ଜ #କନ୍ଧମାଳ #କଳାହାଣ୍ଡି #ରାୟଗଡା #ନୂଆପଡା #କେନ୍ଦୁଝର #ଜିଲ୍ଲାରେ #ବିଜୁଳି-ଘଡଘଡି ସହ #ବର୍ଷା #ସମ୍ଭାବନା #ଚେତାବନୀ ଜାରିହୋଇଥିବା #ଅଞ୍ଚଳରେ #ପାଣିପାଗ ସହିତ #ଅବଗତ #ରହିବା ସହ #ବିଜୁଳିଘଡଘଡି #ସମୟରେ #ନିରାପଦ ସ୍ଥାନରେ ନିଜକୁ #ସୁରକ୍ଷିତ କରନ୍ତୁ pic.twitter.com/sDvpjxHZSC
— Meteorological Centre, Bhubaneswar (@mcbbsr) April 3, 2021
୨୯ରେ ଲଘୁଚାପ
ଭୁବନେଶ୍ୱର: ଏପ୍ରିଲ୍‍ ୧ ତାରିଖରେ ଆଣ୍ଡାମାନ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପ୍ରଫେସର ପଶୁପାଳକ କହିଛନ୍ତି। ତାଙ୍କ ଆକଳନ ଅନୁଯାୟୀ ଲଘୁଚାପଟି ପ୍ରଥମେ ଉତ୍ତର ପଶ୍ଚିମ ଦିଗରେ ଆଣ୍ଡାମାନ ଆଡ଼କୁ ମୁହାଁଇ ପରେ ମିଆଁମାର୍‍ ଯାଇପାରେ। ଫଳରେ ୨୯ରୁ ୩୧ ତାରିଖ ମଧ୍ୟରେ ସମୁଦ୍ର କୁଳିଆ ଅଞ୍ଚଳରେ ବର୍ଷା ହେବ। ତେବେ ଭୁବନେଶ୍ୱରରେ ୨୯ ଓ ଏପ୍ରିଲ୍‍ ୨ରୁ୪ ଭିତରେ କାଳବୈଶାଖୀର ସମ୍ଭାବନା ରହିଛି ବୋଲି ସେ କହିଛନ୍ତି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍‍ଆର ବିଶ୍ୱାସ କହିଛନ୍ତି ଯେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାପମାତ୍ରା ଜାରିରହିବ।
ଅଧିକାଂଶ ଅଞ୍ଚଳରେ ତାପମାତ୍ରା ସ୍ୱାଭାବିକଠାରୁ ୩-୪ ଡିଗ୍ରୀ ଅଧିକ ରହିବାର ଆଶଙ୍କା ଥିବାରୁ ଗରମ ବୃଦ୍ଧି ପାଇବ। ଅନ୍ୟପଟେ ୨୯ ତାରିଖଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ୨୯ ଓ ୩୦ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଏହାର ପ୍ରଭାବ ଅଧିକ ରହିବ। ଘଡ଼ଘଡ଼ି ବର୍ଷା ସହିତ ପବନର ବେଗ ମଧ୍ୟ ବୃଦ୍ଧି ପାଇ ଘଣ୍ଟା ପ୍ରତି ୩୦-୪୦ କିମି ପର୍ଯ୍ୟନ୍ତ ପହଞ୍ଚିପାରେ। ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି। ଏହା ବ୍ୟତୀତ ସମୁଦ୍ର ମଧ୍ୟରେ ପବନର ବେଗ ବୃଦ୍ଧି ପାଇ ଘଣ୍ଟା ପ୍ରତି ୪୦-୫୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ଥିବାରୁ ୨୯ ଓ ୩୦ ତାରିଖରେ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ପ୍ରବେଶ କରିବା ପାଇଁ ବାରଣ କରାଯାଇଛି।