Athelet Dutee Chand - The Sakala

ଷ୍ଟେଜ ୱାନ୍ କ୍ୟାନସରରେ ପୀଡିତ ଥିଲେ ଓଡ଼ିଆ ଧାବିକା ଦୂତୀ ଚାନ୍ଦ
ଭୁବନେଶ୍ୱର: ଓଡ଼ିଆ ଧାବିକା ଦୂତୀ ଚାନ୍ଦଙ୍କୁ ହୋଇଥିଲା କ୍ୟାନସର । ଷ୍ଟେଜ ୱାନ୍ କ୍ୟାନସରରେ ପୀଡିତ ଥିଲେ ଆଥଲେଟ୍ ଦୂତୀ ଚାନ୍ଦ । ପ୍ରାରମ୍ଭିକ ଅବସ୍ଥାରେ ଚାଲିଥିଲା ଚିକିତ୍ସା । କ୍ୟାନସର ହୋଇଥିବା ଯୋଗୁଁ ଅଲଟ୍ରାସାଉଣ୍ଡ ଓ ଏମଆରଆଇ କରିଥିଲେ ଏବଂ ଡାକ୍ତରଙ୍କ ପରାମର୍ଶ କ୍ରମେ ଔଷଧ ସେବନ କରିଥିଲେ । ଚିକିତ୍ସା ସମୟରେ ଖେଳ ଛାଡ଼ିଦେବାକୁ ପରାମର୍ଶ ଦେଇଥିଲେ ଡାକ୍ତର । ଔଷଧ ସେବନ ପରେ ଯନ୍ତ୍ରଣା ଉପଶମ ହେବା ସହ କ୍ୟାନସର ଭଲ ହୋଇଯିବ ବୋଲି ଡାକ୍ତର କହିଥିଲେ । କିନ୍ତୁ ସେହି ଔଷଧରେ ନିଷିଦ୍ଧ ସାମଗ୍ରୀ ଥିବା ତାଙ୍କୁ ଜଣା ନଥିଲା ବୋଲି ଡୋପ୍ ଟେଷ୍ଟରେ ବିଫଳ ହୋଇଥିବା ଆଥଲେଟ୍ ଦୂତୀ ଚାନ୍ଦ କହିଛନ୍ତି । ଏଥିପାଇଁ ତାଙ୍କୁ ୪ବର୍ଷ ପାଇଁ ବ୍ୟାନ କରାଯାଇଛି ।

ଡୋପିଂ ଟେଷ୍ଟରେ ବିଫଳ ହେବା ନେଇ ଧାବିକା ଦୂତୀ ଚାନ୍ଦ ଦୁଃଖିତ । ସେ କହିଛନ୍ତି, ଏହି ଖବର ଶୁଣିବା ପରେ ଅତ୍ୟନ୍ତ ମର୍ମାହତ । ମୁଁ ଅଲିମ୍ପିକ, ଏସିଆନ ଗେମ୍ସ ଆଦି ଖେଳିଛି । ସବୁ କ୍ଷେତ୍ରରେ ମୁଁ ସଫଳ ହୋଇଛି । ତେବେ ଛୁଟିରେ ମୁଁ ଘରେ ଥିବାବେଳେ ଗତବର୍ଷ ନଭେମ୍ବରରେ ମୋର ସାମ୍ପୁଲ ନିଆଯାଇଥିଲା ।

ଏଥିରେ ମୋର ପଜିଟିଭ ଆସିଥିଲା । ମୁଁ ଜାଣି ପାରି ନଥିଲି ଏହାର କାରଣ । ପରେ ମୁଁ ପୁନର୍ବାର ସାମ୍ପୁଲ ନେବାକୁ କହିଥିଲି । ଗତ ମାର୍ଚ୍ଚରେ ପୁଣି ଥରେ ମୋର ସାମ୍ପୁଲ ନିଆଯାଇଥିଲା । ସେତେବେଳେ ଶରୀରରେ ଯନ୍ତ୍ରଣା ହେଉଥିବାରୁ ସେ ପେନ୍ କିଲର ଖାଉଥିଲେ । ଏଥିଲାଗି ଫିଜିଓଥେରାପିଷ୍ଟ ତାଙ୍କୁ ହ୍ବାଟସଆପରେ ମେଡିସିନ ଖାଇବାକୁ ପରାମର୍ଶ ଦେଇଥିଲେ ।

ଫାର୍ମାସିଷ୍ଟଙ୍କଠାରୁ ମେଡିସିନ ଆଣିଥିବାରୁ ନ୍ୟାସନାଲ ଆଣ୍ଟି ଡୋପିଂ ଏଜେନ୍ସି ଏହାକୁ ଅଗ୍ରାହ୍ୟ କରିବା ସହ ତାଙ୍କୁ ଚାରି ବର୍ଷ ବ୍ୟାନ କରିଛି ବୋଲି ଦୂତୀ କହିଛନ୍ତି । ଏନେଇ ନାଡା କହିଥିଲା ସାର୍ଟିଫିକେଟ ପ୍ରସ୍ତୁତ କରିବା ଜରୁରୀ ଥିଲା । ଗତ ୧୦ ବର୍ଷ ଧରି ସେ ବହୁ ଜାତୀୟ କ୍ରୀଡ଼ାରେ ଭାଗ ନେଇଛନ୍ତି । ମାତ୍ର ଡୋପିଂ ଟେଷ୍ଟରେ କେବେ ଫେଲ୍ ହୋଇ ନଥିଲି ।

ଧାବିକା ଦୂତୀ ଚାନ୍ଦଙ୍କୁ ବଡ ଝଟକା; ଡୋପ୍ ଟେଷ୍ଟରେ ବିଫଳ ପରେ ୪ ବର୍ଷ ପାଇଁ ବାସନ୍ଦ
ଭୁବନେଶ୍ବର: ଭାରତର ଦ୍ରୁତତମ ଧାବିକା ଦୂତୀ ଚାନ୍ଦଙ୍କୁ ଲାଗିଛି ବଡ ଝଟକା । ଡୋପ ଟେଷ୍ଟରେ ବିଫଳ ହେବା ପରେ ୪ ବର୍ଷ ପାଇଁ ବାସନ୍ଦ ହୋଇଛନ୍ତି ଦୂତୀ ଚାନ୍ଦ । ତେଣୁ ସେ ଜାନୁଆରୀ ୨୦୨୭ ପର୍ଯ୍ୟନ୍ତ କୌଣସି ରାଜ୍ୟ, ଜାତୀୟ କିମ୍ବା ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଭାଗ ନେଇ ପାରିବେ ନାହିଁ । ଚଳିତ ବର୍ଷ ଜାନୁଆରି ୩ ତାରିଖରୁ ପିଛିଲା ଭାବେ ଏହି ବାସନ୍ଦ ଲାଗୁ ହୋଇଛି । ଜାନୁୟାରୀ ୩ ତାରିଖରୁ ଦୂତୀ ଯେଉଁ ଇଭେଣ୍ଟଗୁଡିକରେ ଅଂଶ ଗ୍ରହଣ କରିଥିବେ, ତାହାର ପ୍ରଦର୍ଶନଗୁଡିକୁ ଅଯୋଗ୍ୟ ଘୋଷଣା କରାଯିବ । ଏ ନେଇ ଆଣ୍ଟି ଡୋପିଂ ଡିସିପ୍ଲିନାରି ପ୍ୟାନେଲ୍ ଅଧ୍ୟକ୍ଷ ଚୈତନ୍ୟ ମହାଜନ ସୂଚନା ଦେଇଛନ୍ତି। ତଥାପି ଏହି ଦଣ୍ଡ ବିରୋଧରେ ଆଣ୍ଟି ଡୋପିଂ ଅପିଲ୍ ପ୍ୟାନେଲ୍ ଆଗରେ ନିଜର ପକ୍ଷ ରଖିବାକୁ ଦୂତୀଙ୍କୁ ୨୧ ଦିନ ସମୟ ଦିଆଯାଇଛି।

ଶୁଣାଣି ସମୟରେ ଯଦିଓ ଦୂତି ନିଷିଦ୍ଧ ଔଷଧ ସେବନକୁ ସ୍ବୀକାର କରିଥିଲେ କିନ୍ତୁ ନିଜକୁ ନିର୍ଦ୍ଦୋଷ ପ୍ରମାଣିତ କରିପାରିନଥିଲେ।ତାଙ୍କ ଫିଜିଓଥେରାପିଷ୍ଟଙ୍କ ପରାମର୍ଶକ୍ରମେ ଔଷଧ ସେବନ କରିଥିଲା ବେଳେ ତାହାର ଲେଭଲ୍ କୁ ଯାଞ୍ଚ କରିନଥିଲେ। ଏଥିସହିତ ତାହାକୁ ୱାଡା ଜାରି କରିଥିବା ନିଷିଦ୍ଧ ଔଷଧ ତାଲିକା ସହ ନମିଳାଇ ସେବନ କରିଥିବା ପ୍ୟାନେଲ୍ ଜାଣିବାକୁ ପାଇଥିଲା। ଏହାଫଳରେ ଦୂତି ଜାତୀୟ ଆଣ୍ଟି ଡୋପିଂ ଏଜେନ୍ସି – ନାଡା ର ଧାରା ୨.୧ ଓ ୨.୨ କୁ ଉଲଂଘନ କରିଥିବା ସ୍ପଷ୍ଟ ହୋଇଥିଲା ।

ଧାବିକା ଦୂତି ଚାନ୍ଦଙ୍କ ଅଭିଯୋଗ ପରେ ୱେବ ପୋର୍ଟାଲ ବିରୋଧରେ ଆକ୍ସନ୍: ଏଡିଟର ଗିରଫ
ଭୁବନେଶ୍ୱର: ୱେବ ପୋର୍ଟାଲ ବିରୋଧରେ ଆକ୍ସନ୍ । ଧାବିକା ଦୂତି ଚାନ୍ଦଙ୍କ ଅଭିଯୋଗ ପରେ ଜଣେ ୱେବ ପୋର୍ଟାଲ ଏଡିଟରଙ୍କୁ ଭୁବନେଶ୍ୱର ମହିଳା ଥାନା ପୋଲିସ ଗିରଫ କରିଛି । ଏଡିଟର ସୁଧାଂଶୁ ରାଉତଙ୍କ ସହ ସମ୍ପୃକ୍ତ ୱେବ୍ ପୋର୍ଟାଲର ଜଣେ ସାମ୍ବାଦିକଙ୍କୁ ମଧ୍ୟ ଗିରଫ କରାଯାଇଛି ।

ଦୂତି ଚାନ୍ଦ ଟୋକିଓରେ ଅଲମ୍ପିକ ଖେଳୁଥିବା ସମ୍ପୃକ୍ତ ୱେବ ପୋର୍ଟାଲ ହତୋତ୍ସାହିତ କଲା ଭଳି ଖବର ପ୍ରସାରଣ କରିଥିଲା । ଗତକାଲି ପ୍ରେସମିଟ୍ କରି ଅନେକ ଅଭିଯୋଗ ଆଣିଥିଲେ ଦୂତୀ ଚାନ୍ଦ । ଏଥିସହ ଆବଶ୍ୟକ ଆଇନଗତ ପଦକ୍ଷେପ ନେବେ ବୋଲି କହିଥିଲେ। ମିଥ୍ୟା ଏବଂ ବିଭ୍ରାନ୍ତିଙ୍କର ଖବର ପ୍ରସାରଣ କରି ବଦନାମ କରିଥିବା ଲୋକଙ୍କ ବିରୋଧରେ ଦୂତି ୫ କୋଟିର ମାନହାନୀ ମକଦ୍ଦମା ଦାଏର କରିଛନ୍ତି ।

ଅଲିମ୍ପିକ୍ସରୁ ଫେରିବା ପରେ ୱେବ ପୋର୍ଟାଲର ସାମ୍ବାଦିକଙ୍କୁ ଟାର୍ଗେଟ କଲେ ଧାବିକା ଦୂତୀ ଚାନ୍ଦ
ଭୁବନେଶ୍ୱର: ଟୋକିଓ ଅଲିମ୍ପିକ୍ସରୁ ଫେରିବା ପରେ ସାମ୍ବାଦିକ ସମ୍ମିଳନୀ ଡ଼ାକିଥିଲେ ଧାବିକା ଦୂତୀ ଚାନ୍ଦ । ଅଲିମ୍ପିକ୍ସରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ କିଛି ଗଣମାଧ୍ୟମରେ ତାଙ୍କ ପରିବାରକୁ ନେଇ ଖବର ପ୍ରସାରଣ ହୋଇଥିଲା । ଦୂତୀ ଏହାକୁ ବିରୋଧ କରିବା ସହ ଖେଳରେ ହାର ଜିତ ରହିଛି । ଜଣେ ଖେଳାଳିକୁ ଏପରି ହତୋତ୍ସାହିତ ନକରି ତାଙ୍କୁ ପ୍ରୋତ୍ସାହିତ କରିବାକୁ ସେ କହିଛନ୍ତି ।

ଏକ ୱେବ ପୋର୍ଟାଲର ସାମ୍ବାଦିକ ଏବଂ ସୂଚନା ଅଧିକାର କର୍ମୀଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି ଦୂତୀ । ତାଙ୍କ ବିରୋଧରେ ଆଇନଗତ ଆଶ୍ରୟ ନେବେ ବୋଲି ଦୂତୀ ଚାନ୍ଦ କହିଛନ୍ତି । ଅଲମ୍ପିକ ପରି ଏକ ମେଗା ଇଭେଣ୍ଟ ଚାଲୁଥିବା ସମୟରେ ଜଣେ କ୍ରୀଡ଼ାବିତଙ୍କୁ ବାରମ୍ବାର ମାନସିକ ଚାପ ପକାଇବା ଘଟଣାକୁ ଦୂତିଙ୍କ କୋଚ୍‌ ବିରୋଧ କରିଛନ୍ତି ।

ଅନ୍ୟ ରାଜ୍ୟରୁ ତାଙ୍କୁ ଖେଳିବା ପାଇଁ ଅଫର ମିଳିବା ସତ୍ୱେ ଦୂତୀ ଓଡିଶା ପାଇଁ ଖେଳୁଛନ୍ତି । ତେଣୁ ତାଙ୍କୁ ପ୍ରୋତ୍ସାହିତ କରିବା ଆବଶ୍ୟକ ବୋଲି ଦୂତିଙ୍କ କୋଚ କହିଛନ୍ତି । ଅନ୍ୟ ପକ୍ଷରେ ମିଥ୍ୟା ଏବଂ ବିଭ୍ରାନ୍ତିଙ୍କର ଖବର ପ୍ରସାରଣ କରି ଦୁତିକୁ ବଦନାମ କରିଥିବା ଲୋକଙ୍କ ବିରୋଧରେ 5 କୋଟିର ମାନ ହାନୀ ମକଦମା ଦାୟର କରାଯାଇଛି । ଏହା ସହ ଯାହାବି ଆଇନଗତ ଆଶ୍ରୟ ଆବଶ୍ୟକ ପଡିବ ତାହା ମଧ୍ୟ ନିଆଯିବ ବୋଲି ଦୂତିକ ଲିଗାଲ ଆଡ଼ଭାଇଜର କହିଛନ୍ତି ।