Pramod Bhagat - The Sakala

ପାରା ବ୍ୟାଡମିଣ୍ଟନ ଖେଳାଳୀ ପ୍ରମୋଦ ଭଗତଙ୍କ ପାଇଁ ୨ କୋଟି ଟଙ୍କା ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ପାରା ଏସିଆନ୍ ଗେମ୍ସରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଓଡିଶାର ପ୍ରମୋଦ ଭାଗବତଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ କୋଟି ଟଙ୍କା ପୁରସ୍କାର ଘୋଷଣା କରିଛନ୍ତି। ଚୀନ୍‌ର ହାଙ୍ଗଝୋଉରେ ଚାଲିଥିବା ଏସୀୟ ପାରା ଗେମ୍ସରେ ପାରା ବ୍ୟାଡମିଣ୍ଟନ୍ ପୁରୁଷ ସିଙ୍ଗଲ୍ସରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ପ୍ରମୋଦ ଭଗତ। ଏକକ ଫାଇନାଲରେ ନିଜ ଦେଶ ଭାରତର ନିତେଶ କୁମାରଙ୍କୁ ୨୨-୨୦,୧୮-୨୧,୨୧-୧୯ ରେ ପରାଜିତ କରି ସ୍ଵର୍ଣ୍ଣ ପଦକ ହାସଲ କରିଛନ୍ତି।

Congratulate ace para-shuttler from #Odisha, @PramodBhagat83 on clinching Gold Medal in Badminton Men's Singles SL3 category at the #AsianParaGames. May his remarkable feat inspire sportspersons to bring laurels to the state and the country. Wish him best for the future. pic.twitter.com/i4DrvCs44E

— Naveen Patnaik (@Naveen_Odisha) October 27, 2023

ସେହିପରି ଗୁରୁବାର ପୁରୁଷ ଯୁଗଳ ପ୍ରତିଯୋଗିତାର ସେମିଫାଇନାଲରେ ପରାସ୍ତ ହୋଇ ତାଙ୍କୁ କାଂସ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା। ବୁଧବାର ସେ ମିଶ୍ରିତ ଯୁଗଳ ପ୍ରତିଯୋଗିତାରେ ମନୀଷା ରାମଦାସଙ୍କ ସହ ସେମିରେ ପରାସ୍ତ ହୋଇ ପ୍ରଥମ କାଂସ୍ୟ ଜିତିଥିଲେ। ପ୍ରଥମ ଥର ପାଇଁ ଏସିଆନ ଗେମ୍ ଗେମ୍ସରେ ୩ ଟି ପଦକ ହାସଲ କରିଛନ୍ତି ପ୍ରମୋଦ। ପାରା ଏସିଆନ୍ ଗେମ୍ସରେ ପ୍ରମୋଦଙ୍କ ଏହା ଲଗାତର ଦ୍ୱିତୀୟ ସ୍ୱର୍ଣ୍ଣପଦକ । ପୂର୍ବରୁ ଜାକର୍ତ୍ତା ପାରା ଏସୀୟ କ୍ରୀଡାରେ ମଧ୍ୟ ସ୍ୱର୍ଣ୍ଣ ଜିତିଥିଲେ ପ୍ରମୋଦ । ପୂର୍ବରୁ ଟୋକିଓ ପାରା ଅଲିମ୍ପିକ୍ସରେ ମଧ୍ୟ ଗୋଲଡ୍ ମେଡାଲ ପାଇଥିଲେ ଓଡ଼ିଶାର ଏହି ଖେଳାଳି ।

ଏସିଆନ୍ ପାରା ଗେମ୍ସରେ ଏ ପର୍ଯ୍ୟନ୍ତ ଗୋଟିଏ ସ୍ବର୍ଣ୍ଣ ଏବଂ ଦୁଇଟି କାଂସ୍ୟ ପଦକ ଜିତିଥିବା ଓଡ଼ିଶାର ବ୍ୟାଡମିଣ୍ଟନ୍ ତାରକା ପ୍ରମୋଦ ଭଗତ ନିଜର ଖୁସି ବ୍ୟକ୍ତ କରିବା ସହ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @Naveen_Odishaଙ୍କୁ ତାଙ୍କର ଅନବରତ ସହଯୋଗ ପାଇଁ ଆନ୍ତରିକ ଧନ୍ୟବାଦ ଜଣାଉଛନ୍ତି। ଏହି ଏସିଆନ୍ ପାରା ଗେମ୍ସର ଅଭିଜ୍ଞତା… pic.twitter.com/xDohiMGz0j

— Odisha Sports (@sports_odisha) October 27, 2023

ସେପଟେ ମୁଖ୍ୟମନ୍ତ୍ରୀ ପାରା ଏସୀୟ କ୍ରୀଡାରେ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପ୍ରମୋଦ ଭଗତଙ୍କୁ ଅଭିନନ୍ଦନ ଜଣାଇ କହିଛନ୍ତି ପ୍ରମୋଦଙ୍କ ଏହି ଉଲ୍ଲେଖନୀୟ ସଫଳତା ରାଜ୍ୟ ଓ ଦେଶ ପାଇଁ ଗୈାରବ ଆଣିଛି। ପ୍ରମୋଦଙ୍କ ଏହି ସଫଳତା ଅନ୍ୟ କ୍ରୀଡାବିତମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏଥି ସହିତ ୨୦୨୪ ପ୍ୟାରିସ ଅଲମ୍ପିକ୍ସ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତ ପ୍ରକାର ସହାୟତା ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ପୁରସ୍କାର ରାଶି ଘୋଷଣା ପରେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ପ୍ରମୋଦ । ଏହି ପ୍ରୋତ୍ସାହନ ପ୍ୟାରିସ ଅଲମ୍ପିକ୍ସ ୨୦୨୪ ପାଇଁ ଅଧିକ ପ୍ରେରଣା ଯୋଗାଇବ ବୋଲି ପ୍ରମୋଦ କହିଛନ୍ତି।

ଏସୀୟ ପାରା କ୍ରୀଡ଼ା, ବ୍ୟାଡମିଣ୍ଟନ ସିଙ୍ଗଲ୍ସରେ ସ୍ୱର୍ଣ୍ଣ ପଦକ ଜିତିଲେ ପ୍ରମୋଦ ଭଗତ
ଭୁବନେଶ୍ୱର: ଚୀନ୍‌‌ର ହାଙ୍ଗଝୋଉରେ ଚାଲିଥିବା ଚତୁର୍ଥ ଏସୀୟ ପାରା କ୍ରୀଡ଼ାରେ ଓଡ଼ିଆ ଅଭିଜ୍ଞ ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଏକକରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି। ଏକକ ଫାଇନାଲରେ ନିଜ ଦେଶର ନିତେଶ କୁମାରଙ୍କୁ ୨୨-୨୦,୧୮-୨୧,୨୧-୧୯ ରେ ପରାଜିତ କରି ସ୍ଵର୍ଣ୍ଣ ପଦକ ହାସଲ କରିଛନ୍ତି।

ଗୁରୁବାର ପୁରୁଷ ଯୁଗଳ ପ୍ରତିଯୋଗିତାର ସେମିଫାଇନାଲରେ ପରାସ୍ତ ହୋଇ ତାଙ୍କୁ କାଂସ୍ୟ ପଦକରେ ସନ୍ତୁଷ୍ଟ ହେବାକୁ ପଡ଼ିଥିଲା। ବୁଧବାର ସେ ମିଶ୍ରିତ ଯୁଗଳ ପ୍ରତିଯୋଗିତାରେ ମନୀଷା ରାମଦାସଙ୍କ ସହ ସେମିରେ ପରାସ୍ତ ହୋଇ ପ୍ରଥମ କାଂସ୍ୟ ଜିତିଥିଲେ।

ସୂଚନା ଅନୁଯାୟୀ, ୨୦୧୦ ରେ ଏକକ ଓ ଯୁଗଳରେ ଭାଗ ନେଇଥିଲେ ମଧ୍ୟ କୌଣସି ସଫଳତା ତାଙ୍କୁ ମିଳିନଥିଲା। ୨୦୧୪ ରେ ଏକକ ଓ ଯୁଗଳ ରେ ଭାଗ ନେଇଥିଲେ କିନ୍ତୁ କେବଳ ଏକକରେ କାଂସ୍ୟ ପଦକ ହାସଲ କରିଥିଲେ। ୨୦୧୮ ରେ ଏକକ ଓ ଯୁଗଳ ରେ ଭାଗ ନେଇଥିଲେ ଏକକରେ ସ୍ୱର୍ଣ୍ଣ ଓ ଯୁଗଳ ରେ କାଂସ୍ୟ ପଦକ ହାସଲ କରିଥିଲେ। ୨୦୨୨ ରେ ଏକକ, ଯୁଗଳ ଓ ମିଶ୍ରିତ ଯୁଗଳ ରେ ଭାଗ ନେଇଛନ୍ତି ଓ ସେ ମିଶ୍ରିତ ଯୁଗଳରେ କାଂସ୍ୟ, ଯୁଗଳ ରେ କାଂସ୍ୟ ଓ ଏକକ ରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।

ଓଡ଼ିଶାର ପାରା ଆଥଲେଟ୍‌ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ନାନ
ଭୁବନେଶ୍ୱର: ଟୋକିଓ ପାରା ଅଲିମ୍ପିକ ବିଜେତା ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ନାନ ମିଳିଛି। ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ଓଡ଼ିଶାର ପାରା ଆଥଲେଟ୍‌ ପ୍ରମୋଦ ଭଗତଙ୍କୁ ପଦ୍ମଶ୍ରୀ ସମ୍ନାନରେ ସମ୍ନାନୀତ କରାଯାଇଛି। ଓଡ଼ିଶାର ପ୍ରମୁଖ ସାତଜଣ ବ୍ୟକ୍ତିତ୍ୱଙ୍କୁ ପଦ୍ମ ପୁରସ୍କାରରେ ଚଳିତ ବର୍ଷ ସମ୍ନାନୀତ କରାଯାଇଥିଲା । ଟୋକିଓ ପାରା ଅଲିମ୍ପିକରେ ବ୍ୟାଡମିଟନରେ ସ୍ୱର୍ଣ୍ଣପଦକ ହାସଲ କରିଥିଲେ ଓଡ଼ିଶାର ପ୍ରମୋଦ ଭଗତ ।

Tokyo Paralympics gold medalist shuttler Pramod Bhagat receives Padma Shri award from President Ram Nath Kovind. pic.twitter.com/5Vpi16NJHo

— ANI (@ANI) March 28, 2022

ଚଳିତ ବର୍ଷ ୧୨୮ ଜଣଙ୍କୁ ପଦ୍ମ ସମ୍ନାନରେ ସମ୍ନାନୀତ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ଓଡ଼ିଶାରୁ ବିଭିନ୍ନ କ୍ଷେତ୍ରରେ ଅବଦାନ ଥିବା ପ୍ରମୁଖ ୭ଜଣ ବ୍ୟକ୍ତିତ୍ୱଙ୍କୁ ପଦ୍ମ ପୁରସ୍କାର ମିଳିଥିଲା । ଚଳିତ ମାର୍ଚ୍ଚ ୨୧ ତାରିଖରେ ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ଓଡ଼ିଶାର ପ୍ରସିଦ୍ଧ ଲେଖିକା ପ୍ରତିଭା ରାୟଙ୍କୁ ପଦ୍ମ ଭୁଷଣ, ପ୍ରସିଦ୍ଧ ସାହିତ୍ୟିକ ନରସିଂହ ପ୍ରସାଦ ଗୁୂରୁଙ୍କୁ ପଦ୍ମଶ୍ରୀ, ଶାସ୍ତ୍ରୀୟ ସଂଗୀତ କ୍ଷେତ୍ରରେ ଶ୍ୟାମାମଣୀ ଦେବୀଙ୍କୁ ପଦ୍ମଶ୍ରୀ, ଜୀବବିଜ୍ଞାନୀ ଆଦିତ୍ୟ ପ୍ରସାଦ ଦାଶଙ୍କୁ ପଦ୍ମଶ୍ରୀ ଏବଂ ସମାଜ ସେବା କ୍ଷେତ୍ରରେ ବାବା ବଳିଆଙ୍କୁ ପଦ୍ମଶ୍ରୀ ସମ୍ନାନରେ ସମ୍ନାନୀତ କରାଯାଇଥିଲା । ଆଜି ଦ୍ୱିତୀୟ ପର୍ୟ୍ୟାୟ ଭବ୍ୟ ସମାରୋହରେ ଓଡ଼ିଶାର ଯୁବ ଆଥଲେଟ ପ୍ରମୋଦ ଭଗତଙ୍କୁ ମଧ୍ୟ ପଦ୍ମଶ୍ରୀ ସମ୍ନାନ ଦିଆଯାଇଥିଲା

ପ୍ରଥମ ଓଡ଼ିଆ କ୍ରୀଡ଼ାବିତ୍ ଭାବେ ‘ଖେଳ ରତ୍ନ’ ପୁରସ୍କାର ପାଇଲେ ପ୍ରମୋଦ ଭଗତ, ସ୍ୱତନ୍ତ୍ର ଉତ୍ସବରେ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ: ଟୋକିଓ ପାରା ଅଲିମ୍ପିକ୍ସରେ ସ୍ବର୍ଣ୍ଣପଦକ ଜିତିଥିବା ଓଡିଆ ପୁଅ ପ୍ରମୋଦ ଭଗତଙ୍କୁ ମିଳିଲା ମେଜର ଧ୍ୟାନଚାନ୍ଦ ଖେଳରତ୍ନ ପୁରସ୍କାର । ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏହି ପୁରସ୍କାର ପ୍ରଦାନ କରିଛନ୍ତି । ପ୍ରଥମ ଓଡ଼ିଆ ଭାବେ ପ୍ରମୋଦ ଏହି ପୁରସ୍କାର ପାଇଛନ୍ତି। ଏହା ପୂର୍ବରୁ ପାରା ବ୍ୟାଡମିଣ୍ଟନରେ ଉଲ୍ଲେଖନୀୟ ସଫଳତା ପାଇଁ ତାଙ୍କୁ ଅର୍ଜୁନ ପୁରସ୍କାର ମିଳିଥିଲା।

President Ram Nath Kovind confers Major Dhyan Chand Khel Ratna Award 2021 on Pramod Bhagat (para-badminton), Mithali Raj (cricket), Sunil Chhetri (football), and Manpreet Singh (hockey) in New Delhi pic.twitter.com/VvabvEtep9

— ANI (@ANI) November 13, 2021

ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଏକାସଙ୍ଗେ ୧୨ ଜଣଙ୍କୁ ମିଳିଛି ଖେଳରତ୍ନ ପୁରସ୍କାର ।ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ଏକାସଙ୍ଗେ ୧୨ ଜଣଙ୍କୁ ମିଳିଲା ଖେଳରତ୍ନ ପୁରସ୍କାର ।ଖେଳରତ୍ନ ପାଇଥିବା ଥିବା ଅନ୍ୟ ଖେଳାଳିମାନେ ହେଲେ ଅଲିମ୍ପିକ୍ସ କୁସ୍ତି ରୋପ୍ୟ ପଦକ ବିଜେତା ରବି ଦାହିୟା, ହକି ଖେଳାଳି ପିଆର ଶ୍ରୀଜେସ୍, ବକ୍ସର ଲଭଲିନା ବର୍ଗୋଇଁ, ଫୁଟବଲ ଖେଳାଳି ସୁନୀଲ ଛେତ୍ରୀ, ମହିଳା କ୍ରିକେଟ ଖେଳାଳି ମିତାଲି ରାଜ, ଜାଭେଲିନ ଫିଙ୍ଗାଳି ସୁମିତ ଅନ୍ତିଲ, ସୁଟର ଅବନ୍ତି ଲଖେରା, ବ୍ୟାଡମିଣ୍ଟନ ଖେଳାଳି କ୍ରିଷ୍ଣା ନାଗର, ସୁଟର ଏମ.ନରଓ୍ବାଲ ଓ ହକି ଖେଳାଳି ମନପ୍ରୀତ ସିଂ ।

Olympian Neeraj Chopra receives Major Dhyan Chand Khel Ratna Award from President Ram Nath Kovind at Rashtrapati Bhavan in New Delhi pic.twitter.com/eacGZNOB34

— ANI (@ANI) November 13, 2021

ସେହିପରି ୩୫ ଜଣ ଖେଳାଳିଙ୍କୁ ଅର୍ଜୁନ ପୁରସ୍କାର ଦିଆଯାଇଛି । ପ୍ରମୋଦଙ୍କ ବ୍ୟତୀତ ଚଳିତ ବର୍ଷ ଓଡ଼ିଆ ହକି ଷ୍ଟାର୍ ବୀରେନ୍ଦ୍ର ଲାକ୍ରା ଓ ଅମିତ୍ ରୋହିଦାସ ଅର୍ଜୁନ ପୁରସ୍କାର ଗ୍ରହଣ କରିଛନ୍ତି। ଅର୍ଜୁନ ପୁରସ୍କାର ପାଇଥିବା ଅନ୍ୟମାନଙ୍କ ମଧ୍ୟରେ କ୍ରିକେଟ ଖେଳାଳି ଶିଖର ଧଓ୍ବନ, ପାରା ବ୍ୟାଡମିଣ୍ଟନ ଖେଳାଳି ସୁହାସ ୟତିରାଜ ଓ ହାଇଜମ୍ପର ନିଷାଦ କୁମାର । ଏହାଛଡ଼ା ଅଲିମ୍ପିକ୍ସ ବ୍ରୋଞ୍ଜ ବିଜେତା ଭାରତୀୟ ହକିଦଳର ସଦସ୍ୟମାନଙ୍କୁ ଅର୍ଜୁନ ପୁରସ୍କାର ଦିଆଯାଇଛି ।

LIVE: President Kovind presents National Sports Awards 2021 at Rashtrapati Bhavan https://t.co/Tseh3ckW11

— President of India (@rashtrapatibhvn) November 13, 2021

ଖେଳରତ୍ନ ପାଇଁ ପ୍ରମୋଦ ଭଗତଙ୍କ ନାଁ ସୁପାରିଶ କଲା ଭାରତୀୟ ପାରା ଅଲିମ୍ପିକ୍ସ ସମିତି
ନୂଆଦିଲ୍ଲୀ: ଦେଶର ସର୍ବୋଚ୍ଚ କ୍ରୀଡା ସମ୍ମାନ ମର୍ଯ୍ୟାଦାଜନକ ମେଜର ଧ୍ୟାନଚାନ୍ଦ ଖେଳରତ୍ନ ସମ୍ମାନ ପାଇଁ ପାରାଲିମ୍ପିକ କମିଟି ଅଫ୍ ଇଣ୍ଡିଆ (ପିସିଆଇ) ଟୋକିଓ ଅଲିମ୍ପିକ୍ସ ସ୍ଵର୍ଣ୍ଣପଦକ ବିଜୟୀ ପାରା ବ୍ୟାଡ଼ମିଣ୍ଟନ ତାରକା ପ୍ରମୋଦ ଭଗତଙ୍କ ସହ ସୁଟର ମନୀଷ ନରୱାଲ, ହାଇଜମ୍ପର ଶରଦ କୁମାର, ଜାଭେଲିନ ଥ୍ରୋଅର ସୁନ୍ଦର ସିଂହ ଗୁର୍ଜରଙ୍କ ନାମ ସୁପାରିସ କରିଛି । ପିସିଆଇ ମଧ୍ୟ ଜାଭେଲିନ ଥ୍ରୋୟର ସୁମିତ ଆନ୍ତଲ ଓ ସୁଟର ଅଭନି ଲେଖାରଙ୍କ ନାମ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ କରିଛି ।

ପିସିଆଇ ସଭାପତି ଦୀପା ମଲିକ କହିଛନ୍ତି, ପ୍ରମୋଦ, ମନୀଷ, ଶରଦ ଓ ସୁନ୍ଦର ଏହି ପୁରସ୍କାର ଜିତିଲେ ସେମାନଙ୍କୁ ୨୦୨୪ ପ୍ୟାରିସ କ୍ରୀଡ଼ାରେ ଉନ୍ନତ ପ୍ରଦର୍ଶନ କରିବାକୁ ଉତ୍ସାହିତ କରିବ। ଆମ ଖେଳାଳି ଟୋକିଓ ପାରାଅଲିମ୍ପିକ୍ସରେ ଭଲ ପ୍ରଦର୍ଶନ କରିଛନ୍ତି ଓ ଆମେ ସେମାନଙ୍କ ପାଇଁ ଗର୍ବିତ | ସେମାନଙ୍କୁ ପୁରସ୍କୃତ କରାଗଲେ, ଆଗାମୀ କ୍ରୀଡ଼ାରେ ଭଲ ପ୍ରଦର୍ଶନ କରିବାକୁ ଉତ୍ସାହିତ କରିବ ।

ଉଲ୍ଲେଖଯୋଗ୍ୟ, ଗତ ମାସରେ କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁର କହିଥିଲେ ଯେ ଟୋକିଓ ପାରାଲିମ୍ପିକ୍ସ ପଦକ ବିଜେତାଙ୍କୁ ପୁରସ୍କୃତ କରାଯିବ। ଏବେ ପିସିଆଇ ଜାତୀୟ କ୍ରୀଡ଼ା ପାଇଁ ଉପରୋକ୍ତ ଖେଳାଳିଙ୍କ ନାମ ଘୋଷଣା କରିଛି ।

ସ୍ୱର୍ଣ୍ଣ ପଦକ ବିଜେତା ପ୍ରମୋଦ ଭଗତ୍‌ଙ୍କୁ ୬କୋଟି ଟଙ୍କାର ଆର୍ଥିକ ପୁରସ୍କାର
ଭୁବନେଶ୍ୱର: ପାରା ଅଲିମ୍ପିଆନ୍ ପ୍ରମୋଦ ଭଗତ୍‌ଙ୍କୁ ୬କୋଟି ଟଙ୍କାର ଆର୍ଥିକ ପୁରସ୍କାର ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନା ଯୋଗ୍ୟ ଯେ, ଗତ ଜୁଲାଇ ୮ ତାରିଖରେ ଟୋକିଓ ଅଲିମ୍ପିକ୍ସରେ ଭାଗ ନେବାକୁ ଥିବା ଓଡ଼ିଆ ଅଲିମ୍ପିଆନ୍ ଓ ପରା ଅଲିମ୍ପିଆନଙ୍କ ସହ କଥା ହୋଇ ସେମାନଙ୍କୁ ଉତ୍ସାହିତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହିତ ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ବିଜେତାଙ୍କୁ ୬କୋଟି, ରୌପ୍ୟ ପଦକ ବିଜେତାଙ୍କୁ ୪କୋଟି ଓ ବ୍ରୋଞ୍ଜ ପଦକ ବିଜେତାଙ୍କ ପାଇଁ ୨.୫ କୋଟି ଟଙ୍କାର ପୁରସ୍କାର ଘୋଷଣା କରିଥିଲେ । ଏଥିସହିତ ଟୋକିଓ ଅଲିମ୍ପିକ୍ସ ପୂର୍ବରୁ ଉଭୟ ଅଲିମ୍ପିଆନ୍ ଓ ପାରା ଅଲିମ୍ପିଆନଙ୍କ ପ୍ରସ୍ତୁତି ନିମନ୍ତେ ୧୫ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦେଇଥିଲେ ।

ପୂର୍ବ ଘୋଷଣା ମୁତାବକ ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜେତା ଭାରତୀୟ ହକି ଦଳର ଓଡ଼ିଆ ସଦସ୍ୟ ବିରେନ୍ଦ୍ର ଲାକ୍ରା ଏବଂ ଅମିତ ରୋହିଦାସଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଢ଼େଇ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବା ମାତ୍ରେ ତାଙ୍କୁ ଏହି ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା । ସେହିଭଳି ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ପଦକ ଜିତି ଐତିହାସିକ ସଫଳତା ହାସଲ କରିଥିବା ପ୍ରମୋଦ ଭଗତ୍‌ଙ୍କୁ ମଧ୍ୟ ରାଜ୍ୟ ସରକାରଙ୍କ ପକ୍ଷରୁ ୬ କୋଟି ଟଙ୍କାର ଆର୍ଥିକ ସହାୟତା ଯୋଗାଇ ଦିଆଯିବ । ଏଥିସହ ଗ୍ରୁପ ‘A’ ଲେବୁଲର ସରକାରୀ ଚାକିରି ଦେବାକୁ ମଧ୍ୟ ଘୋଷଣା କରିଛନ୍ତି ରାଜ୍ୟ ସରକାର  । ଭୁବନେଶ୍ୱର ଫେରିବା ପରେ ପ୍ରମୋଦଙ୍କୁ ଚେକ୍ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ।

ଟୋକିଓ ପାରା ଅଲମ୍ପିକ୍ସରେ ଓଡ଼ିଆ ପୁଅ ପ୍ରମୋଦ ଭଗତ ହାତେଇଲେ ସ୍ବର୍ଣ୍ଣ ପଦକ
ଟୋକିଓ: ଜାପାନାର ଟୋକିଓରେ ଚାଲିଥିବା ପାରାଲିମ୍ପିକ୍ସ ୨୦୨୦ରେ ଚମକିଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ସେ ବ୍ୟାଡମିଣ୍ଟନର ପୁରୁଷ ଏକକ ବର୍ଗ ଫାଇନାଲରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। ପ୍ରଥମ ଭାରତୀୟ ଖେଳାଳି ଭାବେ ଅଲିମ୍ପିକ୍ସ କିମ୍ବା ପାରାଲିମ୍ପିକ୍ସରେ ସ୍ବର୍ଣ୍ଣ ପଦକ ହାତେଇଛନ୍ତି ପ୍ରମୋଦ। ୩୩ ବର୍ଷିୟ ପ୍ରମୋଦ ଗୋଲ୍ଡ ମେଡାଲ ଜିତି ରଚିଛନ୍ତି ଇତିହାସ। ଫାଇନାଲ ମ୍ୟାଚର ପ୍ରଥମ ସେଟରେ ୨୧-୧୪ରେ ବିଜୟୀ ହୋଇଥିଲେ । ସେହିପରି ଦ୍ୱିତୀୟ ସେଟରେ ଜିତି ସଫଳତା ଆଣିଛନ୍ତି । ସେମିଫାଇନାଲରେ ଜାପାନର ଫୁଜିହାରାଙ୍କୁ ହରାଇ ସିଙ୍ଗଲସ ଏସଏଲ-୩ ଫାଇନାଲରେ ପ୍ରବେଶ କରିଛନ୍ତି ଭଗତ । ଜାପାନର ଡାଇସୁକି ଫୁଜିହାରାଙ୍କୁ ୨୧-୧୧, ୨୧-୧୬ସେଟରେ ହରାଇଛନ୍ତି ଭଗତ ।

ପାରା ଅଲିମ୍ପିକ୍ସରେ ଆଉ ଏକ ପଦକ ପକ୍କା କଲେ ଓଡ଼ିଆ ପୁଅ; ବ୍ୟାଡମିଣ୍ଟନ ଫାଇନାଲରେ ପହଁଚିଲେ ପ୍ରମୋଦ ଭଗତ
ଟୋକିଓ: ଟୋକିଓ ପାରା ଅଲିମ୍ପିକ୍ସରେ ଦମ୍ ଦେଖାଇଲେ ଓଡ଼ିଆ ପୁଅ ପ୍ରମୋଦ ଭଗତ। ବ୍ୟାଡ୍‌ମିଣ୍ଟନ୍‌ ଫାଇନାଲକୁ ପ୍ରବେଶ କରି ପଦକ ସୁନିଶ୍ଚିତ କଲେ ପ୍ରମୋଦ । ଆଜି ଏସଏଲ -୩ ବର୍ଗରେ ଖେଳାଯାଇଥିବା ସେମିଫାଇନାଲରେ ଓଡିଆ ପୁଅ ଭଗତ ଜାପାନର ଦାଇସୁକେ ଫୁଜିହରାଙ୍କୁ ୨୧-୧୧,୨୧-୧୬ରେ ହରାଇଛନ୍ତି । ଏହି ବିଜୟ ସହ ତାଙ୍କର ପଦକ ସୁନିଶ୍ଚିତ ହୋଇଛି। ପ୍ରଥମ ଥର ପାଇଁ ପାରା ଅଲିମ୍ପିକ୍ସରେ ଯୋଗଦେଇଥିବା ବେଳେ ଓଡ଼ିଶା ପାଇଁ ପାରା ଅଲିମ୍ପିକ୍ସରେ ପ୍ରଥମ ଖେଳାଳି ଭାବେ ସଫଳତା ଆଣିବେ ପ୍ରମୋଦ ଭଗତ । ଆଜି ୩ଟା ବେଳେ ଫାଇନାଲ ଖେଳିବେ ପ୍ରମୋଦ ଭଗତ ।

ଟୋକିଓ ପାରା ଅଲିମ୍ପିକ୍ସରେ ଆଜିର ଦିନ ଭାରତ ପାଇଁ ବେଶ ଗୁରୁତ୍ଵପୂର୍ଣ୍ଣ। ଆଜି ଭାରତର ବହୁ ଆଥଲେଟ୍ ଶୁଟିଂ, ବ୍ୟାଡମିଣ୍ଟନରେ ଦେଶ ପାଇଁ ପଦକ ଜିତିବେ ବୋଲି ଆଶା କରାଯାଉଛି।