OdishaOnTheMove - The Sakala

୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସରକାରୀ ହାଇସ୍କୁଲରେ ୫୭୬ ଜଣ ହିନ୍ଦୀ ଓ ସଂସ୍କୃତ ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଛନ୍ତି । ୩୬୮ ଜଣ ହିନ୍ଦୀ ଓ ୨୦୮ ଜଣ ସଂସ୍କୃତ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରରେ ନିଯୁକ୍ତି ପର୍ବରେ ଦିଗଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

ଚଳିତ ଶିକ୍ଷାବର୍ଷରେ ମାଧ୍ୟମିକସ୍ତରରେ ରାଜ୍ୟ ସରକାର ୪୭୪୨ ଜଣ ଶିକ୍ଷକଙ୍କୁ ନିଯୁକ୍ତ କରିଛନ୍ତି। #5T ସ୍କୁଲ ରୂପାନ୍ତରଣ ଅଧୀନରେ ବିଦ୍ୟାଳୟ ଭିତ୍ତିଭୂମିରେ ବ୍ୟାପକ ପରିବର୍ତ୍ତନ ଆସିଛି। ଶିକ୍ଷା ଗୋଟିଏ ଜାତିର ଚିନ୍ତା, ଚେତନାରେ ପରିବର୍ତ୍ତନ ଆଣିଥାଏ। ଛାତ୍ରଛାତ୍ରୀଙ୍କୁ ବଡ଼ ସ୍ବପ୍ନ ଦେଖିବା ପାଇଁ ପ୍ରେରଣା ଦେଇଥାଏ ବୋଲି ଉଲ୍ଲେଖ କରି… pic.twitter.com/LHvE1P6AvN

— CMO Odisha (@CMO_Odisha) February 22, 2024

ନୂତନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସ୍ବାଗତ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଶିକ୍ଷା ଗୋଟିଏ ଜାତିର ଚିନ୍ତା, ଚେତନାରେ ପରିବର୍ତ୍ତନ ଆଣିଥାଏ । ଛାତ୍ରଛାତ୍ରୀଙ୍କୁ ବଡ ସ୍ବପ୍ନ ଦେଖିବା ପାଇଁ ପ୍ରେରଣା ଦେଇଥାଏ । ନିଜର ଜ୍ଞାନ ଓ ମୂଲ୍ୟବୋଧ ଦ୍ବାରା ଛାତ୍ରଛାତ୍ରୀଙ୍କ ପାଇଁ ଆଦର୍ଶ ସୃଷ୍ଟି କରିବା ପାଇଁ ନବନିଯୁକ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ପରାମର୍ଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । ହାଇସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମ ଜରିଆରେ ୪ ହଜାର ୬୦୫ଟି ନୂଆ କ୍ଲାସରୁମ୍, ୧୬ ହଜାର ୯୨୦ଟି ସ୍ମାର୍ଟ କ୍ଲାସରୁମ, ୭ ହଜାର ୮୬୩ଟି ଆଧୁନିକ ଲାବୋରେଟୋରୀ, ୭ ହଜାର ୯୨୦ଟି ଇ-ଲାଇବ୍ରେରୀ ସୃଷ୍ଟି କରାଯାଇଛି । ରାଜ୍ୟରେ ଶିକ୍ଷକ ନିଯୁକ୍ତି ଉପରେ ଗୁରୁତ୍ବ ଦିଆଯାଉଛି । ମାଧ୍ୟମିକ ସ୍ତରରେ ଚଳିତ ଶିକ୍ଷାବର୍ଷରେ ରାଜ୍ୟ ସରକାର ୪ ହଜାର ୭୪୨ ଜଣ ଶିକ୍ଷକ ନିଯୁକ୍ତ କରିଛନ୍ତି । 5T ମନ୍ତ୍ର ଆଧାରରେ ଶିକ୍ଷା ବିଭାଗ ଏବେ ଶୀର୍ଷରେ ପହଞ୍ଚି ପାରିଛି । କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ଓ ବିଭାଗୀୟ ସଚିବ ଉପସ୍ଥିତ ଥିଲେ ।

ଓଡ଼ିଶାର ଦୀର୍ଘତମ ‘ଟି-ସେତୁ’ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୫ ଲକ୍ଷରୁ ଉର୍ଦ୍ଧ୍ବ ଲୋକ
କଟକ: ମହାନଦୀ ଉପରେ ଓଡ଼ିଶାର ଦୀର୍ଘତମ ସେତୁ ସୋମବାର ଲୋକାର୍ପିତ ହୋଇଯାଇଛି। ଏହି ସେତୁଟିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି। । ୧୧୧କୋଟି ବ୍ୟୟରେ ନିର୍ମିତ ବହୁ ପ୍ରତିକ୍ଷିତ ବିକାଶର ସେତୁ ‘ଟି-ସେତୁ’ର ଉଦଘାଟନ ହୋଇଛି । ଏହି ହାଇଲେଭଲ ସେତୁ କଟକ ବଡ଼ମ୍ବା ନରସିଂହପୁରର ଗୋପିନାଥପୁର-ସିଂହନାଥ ପୀଠ ଓ ବୈଦ୍ୟେଶ୍ବରକୁ ସଂଯୋଗ କରିଛି । ଏହି ସେତୁ ହେବା ଦ୍ବାରା ୪୫ କିଲୋମିଟର ଦୂରତା କମିଛି । ଯାହାଦ୍ବାରା ଉପକୃତ ହେବେ ୫ ଲକ୍ଷ ଲୋକ । ସେତୁର ଲମ୍ବ ୩.୪ କିଲୋମିଟର ବା ୩ ହଜାର ୧୩୯ ମିଟର ।

କୃଷି, ପର୍ଯ୍ୟଟନ, ବାଣିଜ୍ୟ କ୍ଷେତ୍ରରେ ଏକ ମାଇଲଖୁଣ୍ଟ ସାଜିବ ଟି-ସେତୁ । ନୂଆ ସେତୁକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆଗ୍ରହ ବଢିବାରେ ଲାଗିଛି । ବହୁ ଦିନର ଦାବି ପୂରଣ ହୋଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି ସ୍ଥାନୀୟ ଲୋକେ । ସେତୁ ଉଦଘାଟନ ସମାରୋହରେ ମୁଖ୍ୟମନ୍ତ୍ରୀ ବହୁତ ଉତ୍ସାହିତ ଥିବା ଦେଖିବାକୁ ମିଳିଥିଲା । ଦୀର୍ଘ ଦିନର ଦାବି ପୂରଣ ହୋଇଥିବାରୁ ସ୍ଥାନୀୟ ଲୋକଙ୍କୁ ଆପଣମାନେ ଖୁସି ତ ବୋଲି ପଚାରିଥିଲେ ।

ଲୋକାର୍ପଣ ପରେ ମୁଖ୍ୟମନ୍ତ୍ରୀ ସେତୁ ବୁଲି ଦେଖିଥିଲେ । ସେତୁରୁ ମହାନଦୀର ମନୋରମ ଦୃଶ୍ୟ ଉପଭୋଗ କରିଥିଲେ ମୁଖ୍ୟମନ୍ତ୍ରୀ । ନିଜର ପ୍ରିୟ ନେତା ଅଞ୍ଚଳକୁ ଆସିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଲୋକଙ୍କ ଭିଡ ଜମିଥିଲା । ମୁଖ୍ୟମନ୍ତ୍ରୀଙ୍କୁ ଥରେ ଦେଖିବାକୁ ଲୋକଙ୍କ ମଧ୍ୟରେ ଯେମିତି ପ୍ରତିଯୋଗିତା ଲାଗିଥିଲା । ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ପୂରଣ କରିଥିବାରୁ ସ୍ଥାନୀୟ ବାସିନ୍ଦା ତାଙ୍କୁ ଭୁରୀ ଭୁରୀ ପ୍ରଶଂସା କରୁଛନ୍ତି । ମୁଖ୍ୟମନ୍ତ୍ରୀ ସେତୁ ଲୋକାର୍ପଣ ପାଇଁ ପହଞ୍ଚିବା ପରେ ନବୀନ ପଟ୍ଟନାୟକ ଜିନ୍ଦାବାଦ ଧ୍ବନୀରେ ପ୍ରକମ୍ପିତ ହୋଇଥିଲା ପୂରା ଅଞ୍ଚ । ହାତ ହଲାଇ ସ୍ଥାନୀୟ ବାସିନ୍ଦା ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ଜଣାଇଥିଲେ ।

ଦକ୍ଷ ଶିଳ୍ପ ନୀତି ପାଇଁ ଓଡ଼ିଶା ପାଲଟିଛି ନିବେଶକଙ୍କ ପ୍ରଥମ ପସନ୍ଦ: ୨୧୭୧.୮୨ କୋଟି ଟଙ୍କାର ୧୦ ପ୍ରକଳ୍ପକୁ ମଞ୍ଜୁରୀ, ସୃଷ୍ଟି ହେବ ୫ ହଜାର ୨୪୨ ନିଯୁକ୍ତି ସୁଯୋଗ
ଭୁବନେଶ୍ୱର: ଷ୍ଟେଟ ଲେବଲ ସିଙ୍ଗିଲ ଓ୍ୱିଣ୍ଡୋ କ୍ଲିୟରାନ୍ସ ଅଥୋରିଟି ବୈଠକରେ ୧୦ଟି ନୂଆ ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି । ୨ ହଜାର ୧୭୧ କୋଟି ୮୨ ଲକ୍ଷ ଟଙ୍କାର ନୂଆ ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି । ୬୫୦କୋଟିରେ ଯାଜପୁର ବଡଚଣାରେ ହେବ ୩ଟି  MTPA ସିମେଣ୍ଟ ଗ୍ରାଇଣ୍ଡିଂ ୟୁନିଟ୍ । ଝାରୁସୁଗୁଡାରେ ମଧ୍ୟ ୨୦୫ କୋଟି ଟଙ୍କାର ନିବେଶ ହେବ । ଜଗତସିଂହପୁରର ଉଦୟବଟରେ ୧୫୦ କୋଟି ଟଙ୍କାର ନିବେଶ ହେବ । ସେହିଭଳି ବରଗଡରେ ୧୦୦ କୋଟି, ସୋନପୁରରେ ୨୫୮ କୋଟି, ହରିଦାଶପୁରରେ ୧୯୦ କୋଟି, କଳିଙ୍ଗନଗରରେ ୨୧୦ କୋଟି, ଖୋର୍ଦ୍ଧାରେ ୧୧୯ କୋଟି, ଭୁବନେଶ୍ୱରରେ ୧୮୧ କୋଟି ପୁଞ୍ଜି ନେବଶ କରାଯାଇ ପ୍ରକଳ୍ପ ନିର୍ମାଣ କରାଯିବ । ଦକ୍ଷ ଶିଳ୍ପ ନୀତି ପାଇଁ ଓଡ଼ିଶା ଏବେ ନିବେଶକଙ୍କ ପ୍ରଥମ ପସନ୍ଦ ସାଜିଛି । ଏନେଇ ଟ୍ବିଟ କରି ଖୁସି ଜାହିର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ୧୦ଟି ପ୍ରକଳ୍ପ ଦ୍ୱାରା ୫ ହଜାର ୨୪୨ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ପ୍ରକଳ୍ପ ଗୁଡିକ ଶିଳ୍ପ ସମୃଦ୍ଧ ଧାରାକୁ ଆହୁରି ତ୍ୱରାନ୍ୱିତ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।