10th Exam - The Sakala
ମାଟ୍ରିକ ପରୀକ୍ଷାରେ ୧୨ ହଜାର ପରୀକ୍ଷାର୍ଥୀ ଅନୁପସ୍ଥିତ, କାହିଁକି ଅନୁପସ୍ଥିତ ରହିଲେ ତର୍ଜମା କରାଯାଉଛି: ଗଣଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର: ମାଟ୍ରିକ୍ ପରୀକ୍ଷାରେ ୧୨ ହଜାର ପରୀକ୍ଷାର୍ଥୀ ଅନୁପସ୍ଥିତ ଥିବା କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ କାହିଁକି ଏତେ ପରୀକ୍ଷାର୍ଥୀ ଅନୁପସ୍ଥିତ ରହିଲେ ସେନେଇ ତର୍ଜମା କରାଯାଉଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ବିଭାଗୀୟ ତ୍ରୁଟି ନାହିଁ, ବ୍ୟକ୍ତିଗତ କାରଣରୁ ଅନୁପସ୍ଥିତ ରହିଥିବା ନେଇ ସଫେଇ ଦେଇଛନ୍ତି ମନ୍ତ୍ରୀ । ସରକାର ଡ୍ରପ୍ ଆଉଟ୍ ରୋକିବାକୁ ସବୁ ପଦକ୍ଷେପ ନେଇଛନ୍ତି । ଚାଇଲ୍ଡ ଟ୍ରାକିଂ ସର୍ଭେ କରାଯାଉଛି । ନାମଲେଖା ଉତ୍ସବ କରାଯାଉଛି । ଆସ ସ୍କୁଲ ଯିବା ଅଭିଯାନ ବି କରାଯାଉଛି । ତ୍ରୁଟିକୁ ଅନୁଧ୍ୟାନ କରି ଆଗାମୀ ଦିନରେ ଆହୁରି ସଚେତନ କରାଇବାକୁ ସରକାର ପଦକ୍ଷେପ ନେବେ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।
ମାଟ୍ରିକ ପରୀକ୍ଷା ପାଇଁ ବୋର୍ଡର ଜୋରଦାର ପ୍ରସ୍ତୁତି, ଆଜିଠାରୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର
ଭୁବନେଶ୍ୱର: ଆସନ୍ତା ୧୯ ତାରିଖରେ ମାଟ୍ରିକ ପରୀକ୍ଷା । ପରୀକ୍ଷାକୁ ଆଉ ୯ ଦିନ ଥିବାରୁ ବୋର୍ଡର ଜୋରଦାର ପ୍ରସ୍ତୁତି ଚଳାଇଛି । ଆଜିଠାରୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର। ପ୍ରଶ୍ନପତ୍ର ରଖିବା ପାଇଁ ରାଜ୍ୟରେ ୩୨୨ଟି ନୋଡାଲ୍ ସେଣ୍ଟର ରହିଛି। ମାଓ ପ୍ରଭାବିତ ୧୭ଟି ଥାନାରେ କରାଯାଇଛି ନୋଡାଲ୍ ସେଣ୍ଟର। ଅନୁମୋଦିତ ରୁଟ୍ ମାଧ୍ୟମରେ ୧୭ ତାରିଖ ଭିତରେ ସବୁ ନୋଡାଲ୍ ସେଣ୍ଟରରେ ପ୍ରଶ୍ନପତ୍ର ପହଞ୍ଚିବ। ନିର୍ଦ୍ଧାରିତ୍ ରୁଟ୍ ଛଡ଼ା ଆଉ କେଉଁ ବାଟରେ ମଧ୍ୟ ପ୍ରଶ୍ନପତ୍ର ନିଆଯିବ ନାହିଁ ବୋଲି କହିଛନ୍ତି ବୋର୍ଡ ସଭାପତି। ଆସନ୍ତା ୧୯ରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ମାଟ୍ରିକ୍ ପରୀକ୍ଷା ଅନୁଷ୍ଠିତ ହେବ।
ଚଳିତ ବର୍ଷ ୫ ଲକ୍ଷ ୬୧ ହଜାର ୯୭୯ ଜଣ ପରୀକ୍ଷାର୍ଥୀ ମାଟ୍ରିକ ପରୀକ୍ଷା ଦେବେ । ଏଥିପାଇଁ ୩ ହଜାର ୮୨ଟି ପରୀକ୍ଷା ସେଣ୍ଟର କରାଯାଇଛି । ୩୨୨ଟି ନୋଡାଲ ସେଣ୍ଟର ହୋଇଛି । ନୋଡାଲ ସେଣ୍ଟର ଗୁଡିକ ସିସିଟିଭି ନଜରରେ ରହିବ । ପରୀକ୍ଷା କେନ୍ଦ୍ର ଗୁଡିକ ମଧ୍ୟ ସିସିଟିଭି ନଜରରେ ରହିବ। ଆଜି ପ୍ରଥମ ପର୍ଯ୍ୟାୟରେ ୪ଟି ଜିଲ୍ଲାକୁ ପ୍ରଶ୍ନପତ୍ର ଯାଇଛି । ୧୭ ତାରିଖ ସୁଦ୍ଧା ସବୁ ନୋଡାଲ ସେଣ୍ଟରରେ ସମସ୍ତ ପ୍ରଶ୍ନ ପତ୍ର ପହଞ୍ଚିବ ବୋଲି ସୂଚନା ଦେଇଛନ୍ତି ବୋର୍ଡ଼ ସଭାପତି ।
ଭୁବନେଶ୍ବର: ଦଶମ ବୋର୍ଡ ପରୀକ୍ଷାରେ ସଫଳତା ପାଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି ନବୀନ ପଟ୍ଟନାୟକ। ଏଥିସହ ପରୀକ୍ଷା ଦେଇଥିବା ସମସ୍ତଙ୍କର ମଧ୍ୟ ପ୍ରଶଂସା କରିଛନ୍ତି। ମାର୍କ ପରୀକ୍ଷାର ମାପ କାଠି ହୋଇପାରେ ହେଲେ ଜୀବନର ନୁହେଁ। ସମସ୍ତେ ଦୃଢ଼ ମନୋବଳ ଓ ନିଷ୍ଠାର ସହ ଆଗକୁ ବଢ଼ନ୍ତୁ। ସମସ୍ତଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି ନବୀନ ପଟ୍ଟନାୟକ।
ଦଶମ ବୋର୍ଡ ପରୀକ୍ଷାରେ ସଫଳତା ପାଇଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ଏଥିସହ ପରୀକ୍ଷା ଦେଇଥିବା ସମସ୍ତଙ୍କର ମଧ୍ୟ ପ୍ରଶଂସା କରୁଛି। ମାର୍କ ପରୀକ୍ଷାର ମାପ କାଠି ହୋଇପାରେ ହେଲେ ଜୀବନର ନୁହେଁ। ସମସ୍ତେ ଦୃଢ଼ ମନୋବଳ ଓ ନିଷ୍ଠାର ସହ ଆଗକୁ ବଢ଼ନ୍ତୁ। ସଭିଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି। pic.twitter.com/dZAfuGSzBC
— Naveen Patnaik (@Naveen_Odisha) May 2, 2025
ସୂଚନା ଅନୁଯାୟୀ ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଇଛି।  ଶୁକ୍ରବାର ଅପରାହ୍ନ ୪ଟାରେ କଟକ ସ୍ଥିତ ବୋର୍ଡ କାର୍ଯ୍ୟାଳୟରେ ରେଜଲ୍ଟ ଘୋଷଣା ହୋଇଛି। ବୋର୍ଡର କଟକସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ  ଏବଂ ସଚିବ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଥିଲେ। ଚଳିତ ଥର ମାଟ୍ରିକରେ ୯୪.୯୩ ପ୍ରତିଶତ ରେଜଲ୍ଟ ହୋଇଛି। ପୁଅଙ୍କ ପାସ ହାର ୯୪ ପ୍ରତିଶତ ରହିଥିବା ବେଳେ ଝିିଅଙ୍କ ପାସ୍ ହାର ୯୬ ପ୍ରତିଶତ ରହିଛି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ ୫ ଲକ୍ଷ ୨ ହଜାର ୪୧୭ ଜଣ । ପାସ୍ କରିଛନ୍ତି ୪ ଲକ୍ଷ ୮୪ ହଜାର ୮୬୩ ଜଣ । ସେମାନଙ୍କ ମଧ୍ୟରୁ ୧୮୧୨ ଜଣ A1 ଗ୍ରେଡ ପାଇଥିବାବେଳେ, ୧୨ ହଜାର ୨୦୦ ଜଣ ଛାତ୍ରଛାତ୍ରୀ A2 ଗ୍ରେଡ ପାଇଛନ୍ତି । ସେହିପରି B1 ଗ୍ରେଡ ପାଇଛନ୍ତି ୩୮ ହଜାର ୮୩୧ ଜଣ ଛାତ୍ରଛାତ୍ରୀ। B2 ଗ୍ରେଡ ପାଇଛନ୍ତି ୮୪,୯୭୧ ଜଣ ଛାତ୍ରଛାତ୍ରୀ । C ଗ୍ରେଡ ପାଇଛନ୍ତି ୧ ଲକ୍ଷ ୩୩ ହଜାର ୮୮୨ ଜଣ ଛାତ୍ରଛାତ୍ରୀ। D ଗ୍ରେଡ ପାଇଛନ୍ତି ୧ ଲକ୍ଷ ୪୬ ହଜାର ୧୫୪ ଜଣ ଛାତ୍ରଛାତ୍ରୀ। E ଗ୍ରେଡ ପାଇଛନ୍ତି ୭୬,୦୧୩ ଜଣ ଛାତ୍ରଛାତ୍ରୀ। F ଗ୍ରେଡ ପାଇଛନ୍ତି ୭,୩୮୪ ଜଣ ଛାତ୍ରଛାତ୍ରୀ। ଗଜପତି ଜିଲ୍ଲାରେ ସର୍ବାଧିକ ପାସହାର ୯୯.୩୫ ପ୍ରତିଶତ ରହିଛି । ସେହିଭଳି କୋରାପୁଟ ଜିଲ୍ଲାରେ ସର୍ବନିମ୍ନ ପାସ ହାର  ୯୨.୮୩ ପ୍ରତିଶତ ଅଛି।
ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି, ସ୍ବୀକାର କଲେ ବୋର୍ଡ ସଭାପତି
ଭୁବନେଶ୍ବର: ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି । ବିଜ୍ଞାନ C- ସେଟ୍‌ରେ ୪ ମାର୍କ କମ୍‌ ଥିବା ସୂଚନା । ତ୍ରୁଟିକୁ ସ୍ବୀକାର କଲେ ବୋର୍ଡ ସଭାପତି । ଯେପରି ପରୀକ୍ଷାର୍ଥୀଙ୍କର କ୍ଷତି ନ ହେବ ବିଚାର କରୁଛୁ ବୋଲି କହିଛନ୍ତି ବୋର୍ଡ ସଭାପତି। ଏଥିସହ ପ୍ରଶ୍ନପତ୍ର ଭାଇରାଲ କଥାକୁ ଖାରଜ କରିଛନ୍ତି ବୋର୍ଡ କର୍ତ୍ତୃପକ୍ଷ।
ପରୀକ୍ଷାରେ ଖାତା ନ ଦେଖାଇବାରୁ ଛାତ୍ରଙ୍କୁ ଗୁଳିକରି ହତ୍ୟା
ପାଟନା: ମାତୃଭାଷା (ହିନ୍ଦୀ, ଊର୍ଦୁ)ରେ ମାଟ୍ରିକ ପରୀକ୍ଷା ଚାଲିଥିଲା। ଜଣେ ପରୀକ୍ଷାର୍ଥୀ ପାଖରେ ବସିଥିବା ଅନ୍ୟ ଦୁଇ ପରୀକ୍ଷାର୍ଥୀଙ୍କୁ ଖାତା ଦେଖାଇବାକୁ କହିଥିଲେ। କିନ୍ତୁ କେହି ତାଙ୍କ କଥା ଶୁଣି ନ ଥିଲେ। ଖାତା ବି ଦେଖାଇ ନ ଥିଲେ। ପରୀକ୍ଷା ସରିବା ପରେ କପି ଦେଖାଇବାକୁ କହିଥିବା ଛାତ୍ର ବାହାରକୁ ଆସିଥିଲା। ସେ ଅନ୍ୟ ଦୁଇ ଜଣଙ୍କ ସହ ପାଟିତୁଣ୍ଡ କରିଥିଲା। ପରେ ନିଜ ସହଯୋଗୀଙ୍କୁ ଧରି ପହଞ୍ଚି ଥିଲା। ଉକ୍ତ ଦୁଇ ଛାତ୍ର ଅଟୋରେ ଯାଉଥିବାବେଳେ ଅତର୍କିତ ଗୁଳିମାଡ଼ କରିଥିଲା। ଏଥିରେ ଘଟଣାସ୍ଥଳରେ ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ବିହାର ରୋହତାସ ଜିଲ୍ଲାର ସାସାରାମରେ ଏହି ଘଟଣା ଘଟିଛି। ମୃତ ଛାତ୍ର ଅମିତ କୁମାରଙ୍କ ଘର ଶମ୍ଭୁ ବିଘା ଗାଁରେ ବୋଲି ଜଣାପଡ଼ିଛି। ଆହତ ସଞ୍ଜିତ କୁମାରଙ୍କ ଗୋଡରେ ଗୁଳି ବାଜିଛି। ଉଭୟେ ଗୁରୁବାର ମୋଡ ସ୍ଥିତ ଅନ୍ନା ସ୍କୁଲ୍‌ରେ ପରୀକ୍ଷା ଦେଉଥିଲେ। ଏହି ଘଟଣାକୁ ନେଇ ବିହାରର ଆଇନ ଶୃଙ୍ଖଳା ସ୍ଥିତି ଉପରେ ପୁଣି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଲୋକେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି।
ଘଟଣାସ୍ଥଳରେ ଉପସ୍ଥିତ ଅମିତ କୁମାରଙ୍କ ଅନ୍ୟ ଜଣେ ସାଙ୍ଗ ନୀରଜ କୁମାର କହିଛନ୍ତି ଯେ ଅଭିଯୁକ୍ତ ଜମାରୁ ପଢ଼ାପଢ଼ି କରେନାହିଁ। ସେ ପରୀକ୍ଷାରେ କିଛି ଲେଖିପାରୁ ନ ଥିଲା। ତେଣୁ ଆମକୁ ଖାତା ଦେଖାଇବାକୁ କହିଥିଲା। କିନ୍ତୁ କେହି ତାକୁ ଖାତା ଦେଖାଇ ନ ଥିଲେ। ତେଣୁ ସେ ବୋମାରେ ଉଡ଼ାଇ ଦେବ ବୋଲି ଧମକ ଦେଇଥିଲା। ଏହି କଥାକୁ ନେଇ ପରୀକ୍ଷା ପରେ ପାଟିତୁଣ୍ଡ ହୋଇଥିଲା। ପୁଲିସ ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି। ଏହି ହତ୍ୟାକାଣ୍ଡରେ ବ୍ୟବହୃତ ବନ୍ଧୁକକୁ ଜବତ କରାଯାଇଛି।
ଅଭିଯୁକ୍ତ ଏହାକୁ ଏକ ବୁଦାରେ ଫୋପାଡ଼ି ଦେଇଥିଲା। ଏବେ ଅନ୍ୟ ଅଭିଯୁକ୍ତମାନେ ଫେରାର ଅଛନ୍ତି। ଅନ୍ୟପକ୍ଷରେ ଏହି ଘଟଣାକୁ ନେଇ ଶୁକ୍ରବାର ସକାଳେ ମୃତ ଅମିତ କୁମାରଙ୍କ ପରିବାର ଓ ତାଙ୍କ ଗାଁ ଲୋକେ ରାସ୍ତାରୋକ କରିଛନ୍ତି। ପୁଲିସ ବହୁ ବୁଝାସୁଝା କରିବା ପରେ ସେମାନେ ରାସ୍ତାରୁ ଉଠିଥିଲେ। ଏବେ ମାମଲାର ତଦନ୍ତ ଜାରି ରହିଛି।
ଆସନ୍ତାକାଲିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ, AI କ୍ୟାମେରା ଓ CCTV ନଜରରେ ରହିବ ପରୀକ୍ଷା କେନ୍ଦ୍ର
ଭୁବନେଶ୍ଵର: ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି ମାଟ୍ରିକ ପରୀକ୍ଷା । ମାର୍ଚ୍ଚ ୪ ଯାଏଁ ଚାଲିବ ପରୀକ୍ଷା । ଚଳିତ ଥର ୫ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ ୩ହଜାର ୪୭ଟି ସେଣ୍ଟରରେ ମାଟ୍ରିକ ପରୀକ୍ଷା ଦେବେ। ପରୀକ୍ଷା କେନ୍ଦ୍ରଗୁଡ଼ିକରେ ସ୍ୱଚ୍ଛତା ରକ୍ଷା କରିବା ସହିତ ସୁପରିଚାଳନା ପାଇଁ ଯଥାସମ୍ଭବ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ଏବଂ ମାର୍ଗଦର୍ଶିକା ଜାରି କରାଯାଇଛି। ଏହାସହ ଦୁର୍ଗମ ଅଞ୍ଚଳର ୨୧ଟି ପୁଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଛି ।
ପରୀକ୍ଷା ୯ଟାରୁ ଆରମ୍ଭ ହୋଇ ୧୧ଟାରେ ଶେଷ ହେବ। ପିଲାମାନେ ଦେଢ ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ପରୀକ୍ଷାର୍ଥୀମାନେ ପରୀକ୍ଷା କେନ୍ଦ୍ରକୁ ଯିବା ବେଳେ ସାଙ୍ଗରେ ଆଡମାଟ୍‌ କାର୍ଡ, ବ୍ଲ୍ୟୁ ଓ ବ୍ଲାକ୍ ପେନ୍, ଓ ପେନ୍‌ସିଲ୍ ଜେମେଟ୍ରିବକ୍ସ ବକ୍ସ ନେଇ ଯିବେ। ଅନ୍ୟ ଜିନିଷ ପରୀକ୍ଷା କେନ୍ଦ୍ରକୁ ପିଲାମାନେ ନେଇ ପାରିବେ ନାହିଁ। ଏହା ସହ ଶିକ୍ଷକମାନେ ପରୀକ୍ଷା କେନ୍ଦ୍ରକୁ ଯିବାବେଳେ ମୋବାଇଲ ପରୀକ୍ଷା ହଲ୍ ବାହାରେ ରଖି ଭିତରକୁ ଯିବେ ।
ଦେଶର ପ୍ରଥମ ପରୀକ୍ଷା ବୋର୍ଡ ଭାବେ ଚଳିତ ବର୍ଷ ଆର୍ଟିଫିସିଆଲ ଇଣ୍ଟିଲିଜେନ୍ସର ସହାୟତା ନେଇଛି ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ। ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ର ସହ ନୋଡାଲ ସେଣ୍ଟରରେ AI ଅର୍ଥାତ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କ୍ୟାମେରା ବ୍ୟବହାର କରାଯିବ। ବୋର୍ଡ ମୁଖ୍ୟଳୟରେ କମାଣ୍ଡ କଣ୍ଟ୍ରୋଲ ରୁମରୁ ହିଁ ତା ଉପରେ ନଜର ରଖାଯିବ। ଏହାସହ ରାଜ୍ୟର ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଇଭ ଷ୍ଟ୍ରିମିଙ୍ଗ ୱେବକାଷ୍ଟିଂ ବ୍ୟବସ୍ଥା କରାଯାଇଛି ।
ଖବର ଅନୁଯାୟୀ, ମାର୍ଚ୍ଚ ୧୫ ତାରିଖରୁ ଖାତା ଦେଖା ଆରମ୍ଭ ହୋଇ ୧୨ ଦିନ ମଧ୍ୟରେ ଶେଷ ହେବ ଏବଂ ପରବର୍ତ୍ତୀ ଅନ୍ୟାନ୍ୟ ପ୍ରକ୍ରିୟା ଶେଷ ହେବା ପରେ ଫଳାଫଳ ଆସନ୍ତା ମେ’ ମାସରେ ପ୍ରକାଶ ପାଇବ ବୋଲି ସ୍ଥିର କରାଯାଇଛି।
ଜୁଲାଇ ୩ରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା
ଭୁବନେଶ୍ବର: ଜୁଲାଇ ୩ ତାରିଖରୁ ଆରମ୍ଭ ହେବ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା । ୮୦ ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। ଜୁଲାଇ ୩ରୁ ପରୀକ୍ଷା ଆରମ୍ଭ ହୋଇ ୮ ତାରିଖ ଯାଏ ଚାଲିବ ।   www.bseodisha.ac.in ୱେବସାଇଟକୁ ଯାଇ ଆଡମିଟି ଡାଉନଲୋ କରିପାରିବେ ଛାତ୍ରଛାତ୍ରୀ ।
ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି; B ସେଟ ଭିତରେ A ସେଟର ପ୍ରଶ୍ନପତ୍ର ରହିଥିବା ଅଭିଯୋଗ
କଟକ: ମାଟ୍ରିକ ପରୀକ୍ଷା ସୋସିଆଲ ସାଇନ୍ସ ପ୍ରଶ୍ନପତ୍ରରେ ତ୍ରୁଟି ରହିଥିବା ଅଭିଯୋଗ ହୋଇଛି । ରାଜ୍ୟର ବିଭିନ୍ନ ସ୍କୁଲ୍‌ରୁ ଆସିଛି ଏଭଳି ଅଭିଯୋଗ । ଜଗତସିଂହପୁର ବୃନ୍ଦାବନ ସରକାରୀ ଉଚ୍ଚ ବିଦ୍ୟାଳୟରେ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କ ‘ବି’ ସେଟ୍ ପ୍ରଶ୍ନପତ୍ରରେ ‘ଏ’ ସେଟ୍‌ର ପ୍ରଶ୍ନ ରହିଥିବା ଛାତ୍ରଛାତ୍ରୀମାନେ ଅଭିଯୋଗ କରିଛନ୍ତି। ଏପରିକି ୧୯ ନମ୍ବର ପ୍ରଶ୍ନ ନଥିବା ମଧ୍ୟ ଛାତ୍ରଛାତ୍ରୀମାନେ କହିଛନ୍ତି । ଏଥିଯୋଗୁ ଛାତ୍ରଛାତ୍ରୀମାନେ ୫୦ ବଦଳରେ ୪୯ଟି ପ୍ରଶ୍ନର ଉତ୍ତର ଦେଇଛନ୍ତି। ସେହିପରି ଢେଙ୍କାନାଳରେ ମଧ୍ୟ ପ୍ରଶ୍ନପତ୍ରରେ ତ୍ରୁଟି ହୋଇଥିବା ଖବର ଆସିଛି ।
ଅନ୍ୟପଟେ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ହୋଇଥିବା ତ୍ରୁଟିକୁ ସ୍ୱୀକାର କରିଛି ବୋର୍ଡ। ମୁଦ୍ରଣ ଜନିତ ତ୍ରୁଟି ହୋଇଥିବା କହିଛନ୍ତି ବୋର୍ଡ ସଭାପତି। କିଛି ସେଣ୍ଟରରେ ଏହି ଭଳି ତ୍ରୁଟି ହୋଇଥିବା କହିଛି ବୋର୍ଡ। ଖାତା ଦେଖା ବେଳେ ସେସବୁକୁ ଧ୍ୟାନରେ ରଖାଯିବ । ଛାତ୍ରଛାତ୍ରୀମାନେ ଚିନ୍ତିତ ନହେବାକୁ ପରାମର୍ଶ ଦେଇଛନ୍ତି ବୋର୍ଡ ସଭାପତି । ଅଳ୍ପ ଛାତ୍ରଛାତ୍ରୀ ଏଭଳି ପ୍ରଶ୍ନପତ୍ର ପାଇଥିଲେ।
ଇତିହାସ ଓ ଭୂଗୋଳ ପ୍ରଶ୍ନ ପତ୍ରରେ ଏହିଭଳି ମୁଦ୍ରଣ ଜନିତ ତ୍ରୁଟି ହୋଇଛି। B ସେଟ୍ ଭିତରେ A ସେଟ୍ ପ୍ରଶ୍ନପତ୍ର ପ୍ରିଣ୍ଟ ହୋଇଥିଲା । ଏହି ଘଟଣାର ତଦନ୍ତ କରାଯିବ। ଏଭଳି ତ୍ରୁଟି ପୁନର୍ବାର ହେବ ନାହିଁ ବୋଲି ବୋର୍ଡ ସଭାପତି ରାମଶିଷ ହାଜରା ସୂଚନା ଦେଇଛନ୍ତି ।
ମାର୍ଚ୍ଚ ୧୦ରୁ ଦଶମ ପରୀକ୍ଷା: କପି ରୋକିବା ପାଇଁ ସେଣ୍ଟର ଗୁଡ଼ିକୁ ଅଚାନକ ଗସ୍ତ କରିବେ ସ୍ୱତନ୍ତ୍ର ସ୍କ୍ୱାର୍ଡ
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୧୦ରୁ ୧୭ ଯାଏ ହେବ ମାଟ୍ରିକ ପରୀକ୍ଷା। ଏଥର କପି ରୋକିବାକୁ ସ୍ୱତନ୍ତ୍ର ସ୍କ୍ୱାର୍ଡ ବ୍ୟବସ୍ଥା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ପରୀକ୍ଷା ସେଣ୍ଟର ଗୁଡ଼ିକୁ ସ୍କ୍ୱାର୍ଡ ଅଚାନକ ଗସ୍ତ କରିବେ। ଯାହାର ଗତିବିଧି ସମ୍ପର୍କରେ କେହି ଜାଣି ନଥିବେ।  ପ୍ରଶ୍ନପତ୍ର ହବ୍‌କୁ ଯାଇଛି । ଯେତେ ସମ୍ଭବ ସିସିଟିଭି ଲଗାଇବାକୁ କୁହାଯାଇଛି। ଜିଲ୍ଲା ପ୍ରଶାସନ ସହ ବି ସହଯୋଗ ପାଇଁ ଆଲୋଚନା ହୋଇଛି । ହବ୍‌କୁ ପରୀକ୍ଷା ସେଣ୍ଟର ଯାଏ ପ୍ରଶ୍ନପତ୍ର ନେବାକୁ ସ୍ୱତନ୍ତ୍ର ଲୋକଙ୍କୁ ଦାୟିତ୍ୱ ଦିଆଯାଇଛି । ଶୃଙ୍ଖଳା ସହ ପରୀକ୍ଷା ହେବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ। ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ ।
ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍‍ ନେବେନି ଶିକ୍ଷକ : କପି ରୋକିବେ ୩୬ଟି ସେଣ୍ଟ୍ରାଲ ସ୍କ୍ୱାଡ୍‍, ୭୪ଟି ଜିଲ୍ଲାସ୍ତରୀୟ ସ୍କ୍ୱାଡ୍‍
କଟକ : ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପ୍ରଥମ ସମ୍ମେଟିଭ୍‍ ଆସେସ୍‍ମେଣ୍ଟ (ଏସ୍‍ଏ-୧) ପରୀକ୍ଷା ଆଜିଠାରୁ ଆରମ୍ଭ ହେବ। ରାଜ୍ୟରେ ମୋଟ ୫ ଲକ୍ଷ ୩୨ ହଜାର ୭୧୨ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ୍‍ ପରୀକ୍ଷା ଦେବେ। ଏଥିପାଇଁ ବୋର୍ଡ ପକ୍ଷରୁ ୩୦ ଜିଲ୍ଲାରେ ୩ ହଜାର ୨୯ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ପୂର୍ବାହ୍ଣ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା କରାଯିବ। ପରୀକ୍ଷାର ପ୍ରଥମ ଦିନ ଇଂରାଜୀ ବିଷୟରୁ ଆରମ୍ଭ ହେବ।
ସେହିଭଳି ୨୫ ତାରିଖରେ ଗଣିତ, ୨୬ରେ ପ୍ରଥମ ଭାଷା, ୨୮ରେ ସାଧାରଣ ବିଜ୍ଞାନ, ୨୯ରେ ସାମାଜିକ ବିଜ୍ଞାନ ଏବଂ ୩୦ରେ ତୃତୀୟ ଭାଷା ବିଷୟରେ ପରୀକ୍ଷା ହେବ। କପି ରୋକିବାକୁ ୩୬ଟି ସେଣ୍ଟ୍ରାଲ ସ୍କ୍ୱାଡ୍‍ ବୋର୍ଡ ଦ୍ୱାରା ଗଠନ କରାଯାଇଛି। ଜିଲ୍ଲାସ୍ତରରେ ଜିଲ୍ଲା ଶିକ୍ଷାଧିକାରୀଙ୍କ ଦ୍ୱାରା ୭୪ଟି ସ୍କ୍ୱାଡ୍‍ ରହିଛନ୍ତି। ପ୍ରଶ୍ନପତ୍ର ଯେଭଳି ଚଳିତବର୍ଷ ଲିକ୍‍ ନ ହେବ ସେଥିପ୍ରତି ବୋର୍ଡ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି। ଏଥିପାଇଁ ପ୍ରତି ପରୀକ୍ଷା କେନ୍ଦ୍ରରେ ଜଣେ ଲେଖାଏଁ ଅବ୍‍ଜରଭରଙ୍କୁ ନିୟୋଜିତ କରାଯାଇଛି। ପରୀକ୍ଷା ପରିଚାଳନା ଦାୟିତ୍ୱରେ ଥିବା ଶିକ୍ଷକ କିମ୍ବା ପରୀକ୍ଷାର୍ଥୀ ପରୀକ୍ଷା କେନ୍ଦ୍ରକୁ ମୋବାଇଲ୍‍ ଫୋନ୍‍ ନେଇପାରିବେ ନାହିଁ। ଯଦି ମୋବାଇଲ୍‍ ନେଇ ଧରାପଡ଼ନ୍ତି, ତାହେଲେ ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବୋର୍ଡ ସଭାପତି ରାମଶିଷ ହାଜରା ସୂଚନା ଦେଇଛନ୍ତି।
ଅନ୍ୟପକ୍ଷରେ ସଂସ୍କୃତ ମଧ୍ୟମାରେ ଚଳିତବର୍ଷ ୨ହଜାର ୯୧୪ଜଣ ପରୀକ୍ଷାର୍ଥୀ ଫର୍ମପୂରଣ କରିଥିବାବେଳେ ସେମାନେ ୧୦୮ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଦେବେ। ରାଜ୍ୟ ମୁକ୍ତ ବିଦ୍ୟାଳୟରେ ୭ ହାଜର ୧୮୧ଜଣ ପରୀକ୍ଷାର୍ଥୀଙ୍କ ନିମନ୍ତେ ବୋର୍ଡ ଦ୍ୱାରା ୧୪୬ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ପ୍ରଶ୍ନପତ୍ର ରଖିବା ନିମନ୍ତେ ରାଜ୍ୟରେ ୩୧୬ଟି ନୋଡାଲ ସେଣ୍ଟରର ବ୍ୟବସ୍ଥା କରାଯାଇଛି। ମାଓ ଅଞ୍ଚଳରେ ଯେପରି ପ୍ରଶ୍ନପତ୍ର ସୁରକ୍ଷିତ ରହିବ, ସେଥିପାଇଁ ୨୨ଟି ଥାନାରେ ନୋଡାଲ ସେଣ୍ଟରର ବ୍ୟବସ୍ଥା ହୋଇଛି। ତନ୍ମଧ୍ୟରୁ କନ୍ଧମାଳରେ ୭, କୋରାପୁଟରେ ୫ ଏବଂ ମାଲକାନଗିରିରେ ୧୦ଟି ଥାନାରେ ନୋଡାଲ ସେଣ୍ଟର ରହିଛି। ଏହି ନୋଡାଲ ସେଣ୍ଟରଗୁଡ଼ିକରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯିବ ଏବଂ ପରୀକ୍ଷା ଶେଷ ହେବା ପରେ ପ୍ରଶ୍ନୋତ୍ତର ଖାତାକୁ ନୋଡାଲ ସେଣ୍ଟରରେ ରଖାଯିବ। ପ୍ରଶ୍ନପତ୍ର ନେବା ଆଣିବା ପାଇଁ ୭୬୧ଟି ଟିମ୍‍ ଗଠିତ ହୋଇଛି ବୋଲି ବୋର୍ଡ ସୂତ୍ରରୁ ସୂଚନା ମିଳିଛି।
ଏପ୍ରିଲ ୨୯ରୁ ମାଟ୍ରିକ ପରୀକ୍ଷା: କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ, ପରୀକ୍ଷା କେନ୍ଦ୍ରକୁ ମୋବାଇଲ ଫୋନ ସମ୍ପୂର୍ଣ୍ଣ ବାରଣ
କଟକ: ରାଜ୍ୟରେ ଆସନ୍ତା ଏପ୍ରିଲ ୨୯ ରୁ ଆରମ୍ଭ ହୋବାକୁ ଯାଉଛି ମାଟ୍ରିକ ପରୀକ୍ଷା। ପ୍ରବଳ ଗ୍ରୀଷ୍ମପ୍ରବାହ ଯୋଗୁଁ ଏହି ମାଟ୍ରିକ ପରୀକ୍ଷା ସୂଚିରେ ସାମାନ୍ଯ ପରିବର୍ତ୍ତନ କରାଯାଇଛି। ଦ୍ବିତୀୟ ସିଟିଂରେ ହେବାକୁ ଥିବା ପରୀକ୍ଷା ପ୍ରଥମ ସିଟିଂରେ ହେବ । ସେକେଣ୍ଡ ସିଟିଂରେ ହେବାକୁ ଥିବା ମଧ୍ୟମା, ଓପନ ସ୍କୁଲର ପରୀକ୍ଷା ପ୍ରଥମ ସିଟିଂରେ ହେବ। ମେ ୨ ଓ ୪ ତାରିଖରେ ରେ ହେବାକୁ ଥିବା ମଧ୍ୟମା ପରୀକ୍ଷା ୯ ଓ ୧୦ ତାରିଖକୁ ଘୁଞ୍ଚିଛି। ସେହିପରି ଓପନ ସ୍କୁଲର ୩ଟି ପରୀକ୍ଷା ୮, ୯ ଓ ୧୦ ତାରିଖରେ କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ବୋର୍ଡ଼ ସଭାପତି ରମାସିସ ହାଜାରା ସୂଚନା ଦେଇଛନ୍ତି ।
ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପରୀକ୍ଷା ସେଣ୍ଟରରେ ପାନୀୟ ଜଳ, ଓଆରଏସ ରଖିବାକୁ କୁହାଯାଇଛି । ପରୀକ୍ଷା କେନ୍ଦ୍ରକୁ ମୋବାଇଲ ଫୋନ ସମ୍ପୂର୍ଣ୍ଣରୂପେ ବାରଣ କରାଯାଇଛି। ସେଣ୍ଟର ସୁପରିଟେଣ୍ଡଣ୍ଟଙ୍କ ବ୍ୟତୀତ ଅନ୍ୟ କାହା ପାଖରେ ପରୀକ୍ଷା ସମୟରେ ମୋବାଇଲ ରହିବ ନାହିଁ । ସୁପରିଟାଣ୍ଡେଣ୍ଟ ମଧ୍ୟ ସବୁ ସମୟରେ ମୋବାଇଲ ବ୍ୟବହାର କରିପାରିବେ ନାହିଁ । ବୋର୍ଡ ସହ ହେଉ କି ଜିଲ୍ଲା ଶିକ୍ଷା ଅଧିକାରୀ ଅଥବା ପୋଲିସ ସହ ହେଉ, ଆବଶ୍ୟକ ହେଲେ କେବଳ ମୋବାଇଲ ବ୍ୟବହାର କରିପାରିବେ । ଅନ୍ୟ କାହାରିଙ୍କୁ ପରୀକ୍ଷା କେନ୍ଦ୍ର ମଧ୍ୟକୁ ମୋବାଇଲ ନେବାକୁ ଅନୁମତି ନାହିଁ । ଏମିତି କି ବୋର୍ଡର ସ୍କ୍ବାଡ ଗଲେ ବି ସେମାନେ ପରୀକ୍ଷା ହଲ୍ ମଧ୍ୟକୁ ମୋବାଇଲ ନେଇ ଯାଇପାରିବେନି । ସୁପରିଟେଣ୍ଡେଣ୍ଟଙ୍କ ପାଖରେ ମୋବାଇଲ ରଖି ସ୍କ୍ବାଡ ହଲକୁ ଯାଇ ପରିଦର୍ଶନ କରିବେ । ଯାହା ପାଖରୁ ମୋବାଇଲ ମିଳିବ ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ଯାନୁଷ୍ଠାନ ନିଆଯିବ ।
ଆସନ୍ତା ଏପ୍ରିଲ ୨୯ ରୁ ମେ ୬ ଯାଏଁ ସକାଳ ୮ ଟା ରୁ ୧୦ଟା ମାଟ୍ରିକ ପରୀକ୍ଷା ହେବ । ଏଥର ସମୁଦାୟ ୫ ଲକ୍ଷ ୮୫ ହଜାର ୭୩୦ ଜଣ ପରୀକ୍ଷାର୍ଥୀ ଦେବେ ମାଟ୍ରିକ ପରୀକ୍ଷା । ପ୍ରାୟ ୩୫ ହଜାରରୁ ଉର୍ଦ୍ଧ ଶିକ୍ଷକ ଶିକ୍ଷୟତ୍ରୀ ପରୀକ୍ଷା ପରିଚାଳନା କରିବେ। ହିଟ୍ ୱେଭ୍ ପାଇଁ ପରୀକ୍ଷା କେନ୍ଦ୍ରରେ ନିରବଚ୍ଛିନ୍ନ ବିଦ୍ୟୁତ୍ ଓ ପାଣି ରହିବ । କପି ରୋକିବାକୁ ବୋର୍ଡର ସ୍ଵତନ୍ତ୍ର ୩୮ ଟି ସ୍କ୍ୱାର୍ଡ ଗଠନ କରାଯାଇଛି । ୩୩୦୩ ପରୀକ୍ଷା କେନ୍ଦ୍ର ୩୧୫ ନୋଡାଲ ସେଣ୍ଟରରେ ପରୀକ୍ଷା ହେବ । ସମ୍ବେଦନଶୀଳ ସ୍ଥାନରେ ୨୧ ଟି ପୁଲିସ ଷ୍ଟେସନ ନୋଡାଲ ସେଣ୍ଟର ସ୍ଥାପନ କରାଯାଇଛି ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି ।
ଏପ୍ରିଲ ୨୬ରୁ ସିବିଏସଇର ଦଶମ ଓ ଦ୍ବାଦଶ ଟର୍ମ-୨ ପରୀକ୍ଷା
ନୂଆଦିଲ୍ଲୀ: ଏପ୍ରିଲପ ୨୬ରୁ ସିବିଏସଇର ଟର୍ମ-୨ ପରୀକ୍ଷା । ଏପ୍ରିଲ ୨୬ରୁ ଉଭୟ ଦଶମ ଓ ଦ୍ବାଦଶ ଟର୍ମ-୨ ପରୀକ୍ଷା ହେବ । ଦୁଇଟି ସିଫ୍ଟ ବଦଳରେ ଗୋଟିଏ ସିଫ୍ଟରେ ହେବ ପରୀକ୍ଷା । ସକାଳ ୧୦.୩୦ମିନିଟରୁ ଆରମ୍ଭ ହେବ ପରୀକ୍ଷା । ଏ ନେଇ CBSE ପକ୍ଷରୁ ବିସ୍ତୃତ ପରୀକ୍ଷା ସୂଚୀ cbse.gov.in ୱେବସାଇଟରେ ପ୍ରକାଶ ପାଇଛି।
ସୂଚନା ଅନୁଯାୟୀ, ଦଶମ ପରୀକ୍ଷା ଏପ୍ରିଲ ୨୬ରୁ ଆରମ୍ଭ ହୋଇ ମଇ ୨୪ରେ ଶେଷ ହେବ । ସେହିପରି ଦ୍ବାଦଶ ପରୀକ୍ଷା ଏପ୍ରିଲ ୨୬ରୁ ଆରମ୍ଭ ଜୁନ୍ ୧୫ରେ ସମାପ୍ତ ହେବ।