Chief Minister of Gujarat - The Sakala

ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭୂପେନ୍ଦ୍ର ପଟେଲ
ଗାନ୍ଧୀନଗର: ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ଭୂପେନ୍ଦ୍ର ପଟେଲ । ଗୁଜରାଟର ୧୭ତମ ମୁଖ୍ୟମନ୍ତ୍ରୀ ହେଲେ ଭୂପେନ୍ଦ୍ର ପଟେଲ । ଗୁଜରାଟ ଗାନ୍ଧିନଗର ସ୍ଥିତ ରାଜଭବନରେ ଏକ ସମାରୋହରେ ଭୂପେନ୍ଦ୍ର ପଟେଲ ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଛନ୍ତି। ରାଜ୍ୟପାଳ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।

ଗତ କାଲି ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ହେବା ନେଇ ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନେଇଥିଲେ ଗୁଜରାଟ ବିଜେପି ବିଧାୟକ।  ମୁଖ୍ୟମନ୍ତ୍ରୀ ପଦବୀରେ ବସିଥିବା ବିଜୟ ରୂପାଣୀ ପଦବୀରୁ ଅଚାନକ ଇସ୍ତଫା ଦେବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେଉଛନ୍ତି ସେ ନେଇ ଚର୍ଚ୍ଚା ହୋଇଥିଲା । ସେପଟେ ବିଜୟ ରୂପାଣୀ ଦଳର ନିଷ୍ପତ୍ତି ମୁତାବକ ଇସ୍ତଫା ଦେଇଥିବା ଘୋଣଣା କରିଥିଲେ  ।

ବର୍ତ୍ତମାନ ଘାଟୋଲୋଡିଆ ଆସନରୁ ବିଧାୟକ ଅଛନ୍ତି ଭୂପେନ୍ଦ୍ର ପଟେଲ। ଗତ ବିଧାନ ସଭା ନିର୍ବାଚନରେ ସେ ତାଙ୍କ ପ୍ରତିଦ୍ବନ୍ଦୀଙ୍କଠାରୁ ଲକ୍ଷାଧିକ ଭୋଟରେ ବିଜୟୀ ହୋଇଥିଲେ ।