CotonaDeath - The Sakala

ରାଜ୍ଯରେ ଆଜି ଚିହ୍ନଟ ହେଲେ ଆଉ ୬୯୫ ନୂଆ ଆକ୍ରାନ୍ତ, କରୋନା ନେଲା ଆଉ ୬ ଜୀବନ
ଭୁବନେଶ୍ୱର:ରାଜ୍ୟରେ ତଳକୁ ଖସୁଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୬୯୫ ନୂଆ କରୋନା ଆକ୍ରାନ୍ତ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୦୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୯୪ ଜଣ ରହିଛି । ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୧୯୬୨୧ କୁ ବୃଦ୍ଧି ପାଇଥିବା ବେଳେ ୧୦୦୫୫୬୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ଆଉ ୫୮୭୬ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୩ଜଣ ପଜିଟିଭ ରହିଛନ୍ତି।

Covid-19 Report For 17th September

New Positive Cases: 695
Of which 0-18 years: 83
In quarantine: 401
Local contacts: 294

(Details of local contacts will be shared by concerned Dist Administration)

District Wise Cases:

1. Angul: 6
2. Balasore: 30
3. Bhadrak: 13
4. Cuttack: 90

— I & PR Department, Odisha (@IPR_Odisha) September 18, 2021

5. Deogarh: 1
6. Dhenkanal: 4
7. Gajapati: 2
8. Ganjam: 2
9. Jagatsinghpur: 25
10. Jajpur: 39
11. Jharsuguda: 6
12. Kalahandi: 2
13. Kandhamal: 1
14. Kendrapada: 8
15. Keonjhar: 1
16. Khurda: 323
17. Malkangiri: 4
18. Mayurbhanj: 18
19. Nawarangpur: 1
20. Nayagarh: 3
21. Puri: 18

— I & PR Department, Odisha (@IPR_Odisha) September 18, 2021

22. Rayagada: 7
23. Sambalpur: 8
24. Sonepur: 2
25. Sundargarh: 5
26. State Pool: 76

New recoveries: 719
Cumulative tested: 19193765
Positive: 1019621
Recovered: 1005564
Active cases: 5876

— I & PR Department, Odisha (@IPR_Odisha) September 18, 2021

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦ ଜଣ, ବରଗଡ଼ ଜିଲ୍ଲାରୁ ଜଣ, ଭଦ୍ରକ ଜିଲ୍ଲାରୁ ୧୩ ଜଣ, ବଲାଙ୍ଗୀରରୁ , କଟକ ଜିଲ୍ଲାରୁ ୯୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୨ ଜଣ, ଗଞ୍ଜାମରୁ ୨, ଜଗତସିଂହପୁର ଜିଲ୍ଲାରୁ ୨୫ ଜଣ, ଯାଜପୁର ଜିଲ୍ଲାରୁ ୩୯ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬ଜଣ, କଳାହାଣ୍ଡି ୨ଜଣ , କନ୍ଧମାଳ ଜିଲ୍ଲାରୁ ଜଣେ , କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୨୩ ଜଣ, ମାଲକାନଗିରି ଜିଲ୍ଲାରୁ ୪ , ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧ , ନୟାଗଡ଼ରୁ ୩ ଜଣ, ଗଜପତି, ଗଞ୍ଜାମ, କଳାହାଣ୍ଡି ଓ ସୋନପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ଦେବଗଡ଼, କନ୍ଧମାଳ,କେନ୍ଦୁଝର ଓ ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ରାଜ୍ୟରେ ମୃତ୍ୟୁସଂଖ୍ୟା ମଧ୍ଯ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୨୮ କୁ ବୃଦ୍ଧି ପାଇଛି।