WeatherUpdats - The Sakala

ଅବପାତର ପ୍ରଭାବ ଓଡ଼ିଶାକୁ ବେଶୀ ନାହିଁ, ଆଜି ସନ୍ଧ୍ୟାରୁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା: IMD ଡିଜି
ଭୁବନେଶ୍ବର:  ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହି ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାର ସହ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ତେବେ  ଅବପାତର ପ୍ରଭାବ ଓଡ଼ିଶାକୁ ବେଶୀ ନଥିବା କହିଛନ୍ତି ଆଇଏମଡି ଡିଜି । ଆସନ୍ତାକାଲି ସକାଳେ ଗଭୀର ଅବପାତ ରୂପ ନେଇପାରେ ଅବପାତ । ଆନ୍ଧ୍ର ଉପକୂଳରୁ ଦୂରରେ ଉତ୍ତର- ଉତ୍ତର ପୂର୍ବ ଦିଗକୁ ଗତି କରିବ। ପ୍ରଭାବରେ ଆଜି ସନ୍ଧ୍ୟାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ଆସନ୍ତା ୧୭ ତାରିଖରେ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ଥିବାରୁ ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ କରାଯାଇଛି।

ବାତ୍ୟା ଗୁଲାବ ପ୍ରଭାବରେ ୭ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । ଯାହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ଆଗାମୀ ୩ ଘଣ୍ଟା ମଧ୍ୟରେ ୭ଟି ଜିଲ୍ଲାରେ ବର୍ଷା ଓ ଘଡଘଡି ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ । କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା, ନୂଆପଡା, ନବରଙ୍ଗପୁର ଓ କଳାହାଣ୍ଡି ଆଦି ଜିଲ୍ଲା ରହିଛି । ଏହିସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ରହିଛି। ପାଣିପାଗକୁ ଦେଖି ସମସ୍ତେ ସୁରକ୍ଷିତ ସ୍ଥାନରେ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

ସୂଚନାଯୋଗ୍ୟ, ଉତ୍ତର-ପୂର୍ବ ଏବଂ ପୂର୍ବ- କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ବର୍ତ୍ତମାନ ଏହା ପଶ୍ଚିମ- ଉତ୍ତର- ପଶ୍ଚିମ ଦିଗରେ ଗତି କରୁଛି । ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତିକରୁଛି ବାତ୍ୟା ଗୁଲାବ। ଗୋପାଳପୁର ଠାରୁ ୫୧୦ କିଲୋମିଟର ଦକ୍ଷିଣ- ପୂର୍ବରେ ରହିଛି । କଳିଙ୍ଗପାଟନମ୍ ଠାରୁ ୫୯୦ କିଲୋମିଟର ପୂର୍ବରେ ରହିଛି । ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି ।